Full Screen தமிழ் ?
   🏠  Lyrics  Chords  Bible 

1 Corinthians 14:35 in Tamil

1 Corinthians 14:35 in Tamil Bible 1 Corinthians 1 Corinthians 14

1 கொரிந்தியர் 14:35
அவர்கள் ஒரு காரியத்தைக் கற்றுக்கொள்ள விரும்பினால், வீட்டிலே தங்கள் புருஷரிடத்தில் விசாரிக்கக்கடவர்கள்; ஸ்திரீகள் சபையிலே பேசுகிறது அயோக்கியமாயிருக்குமே.

Genesis 16 in Tamil and English

1 ଅବ୍ରାମଙ୍କର ସ୍ତ୍ରୀ ସାରୀ ନିଃସନ୍ତାନ ଥିଲେ। ତାଙ୍କର ଗୋଟିଏ ହାଗାର ନାମ୍ନୀ ମିଶର ଦେଶୀଯ ଦାସୀ ଥିଲା।
Now Sarai Abram’s wife bare him no children: and she had an handmaid, an Egyptian, whose name was Hagar.

2 ସାରୀ ଅବ୍ରାମକୁ କହିଲା, ସଦାପ୍ରଭୁ ମାେତେ ସନ୍ତାନ ସନ୍ତତିରୁ ବଞ୍ଚିତ କରିଅଛନ୍ତି। ତେଣୁ ହାଗାର ସହିତ ସହବାସ କର। ପ୍ରାଯ ତା' ମାଧ୍ଯମ ରେ ମୁଁ ଏକ ପୁତ୍ର ପାଇ ପାରିବି।
And Sarai said unto Abram, Behold now, the Lord hath restrained me from bearing: I pray thee, go in unto my maid; it may be that I may obtain children by her. And Abram hearkened to the voice of Sarai.

3 ଅବ୍ରାମ କିଣାନ ଦେଶ ରେ ଦଶ ବର୍ଷ କଟାଇଲାପରେ ଏହିପରି ହାଇେଥିଲା ଯେ, ତାଙ୍କର ସ୍ତ୍ରୀ ସାରୀ ତାହାଙ୍କ ମିଶରୀଯ ଦାସୀ ହାଗାରକୁ ତାଙ୍କ ସ୍ବାମୀ ଅବ୍ରାମଙ୍କ ସହିତ ବିବାହ ଦେଲେ, ଯାହାଫଳ ରେ ସେ ତା' ସହିତ ସହବାସ କରିପାରିବ।
And Sarai Abram’s wife took Hagar her maid the Egyptian, after Abram had dwelt ten years in the land of Canaan, and gave her to her husband Abram to be his wife.

4 ହାଗାର ଅବ୍ରାମଙ୍କ ଦ୍ବାରା ଗର୍ଭବତୀ ହେଲା। ଯେତବେେଳେ ହାଗାର ଏପରି ଜାଣିଲା ତା'ର ମାଲିକାଣୀଙ୍କୁ ସେ ବେଶି ସମ୍ମାନ ଦଲୋ ନାହିଁ।
And he went in unto Hagar, and she conceived: and when she saw that she had conceived, her mistress was despised in her eyes.

5 କିନ୍ତୁ ସାରା ଅବ୍ରାମଙ୍କୁ କହିଲା ଏହା ତୁମ୍ଭର ଭୁଲ ଯେ ମାରେ ଦାସୀ ମାେତେ ଖରାପ ବ୍ଯବହାର କରୁଛି। ମୁଁ ତାକୁ ତୁମ୍ଭକୁ ଦଇେଥିଲି, ତା'ପରେ ସେ ଗର୍ଭବତୀ ହେଲା ଏବଂ ଏହାପରେ ସେ ମାେତେ ଯେତିକି ସମ୍ମାନ ଦବୋ ଉଚିତ୍ ସତେିକି ସମ୍ମାନ ଦେଉ ନାହିଁ। ମୁଁ ଚାହୁଁଛି ସଦାପ୍ରଭୁ ତୁମ୍ଭ ଓ ମାରେବିଚାର କରନ୍ତୁ।
And Sarai said unto Abram, My wrong be upon thee: I have given my maid into thy bosom; and when she saw that she had conceived, I was despised in her eyes: the Lord judge between me and thee.

6 କିନ୍ତୁ ଅବ୍ରାମ ସାରୀକୁ କହିଲେ, ହାଗାର ତୁମ୍ଭର ଦାସୀ। ତୁମ୍ଭେ ତା'ପ୍ରତି ଯାହା ଚାହଁ ତାହା କରିପାର। ତେଣୁ ସାରୀ ତା' ପ୍ରତି କଠିନ ବ୍ଯବହାର କରନ୍ତେ, ହାଗାର ଛାଡ଼ି ପଳାଇଲା।
But Abram said unto Sarai, Behold, thy maid is in thy hand; do to her as it pleaseth thee. And when Sarai dealt hardly with her, she fled from her face.

7 ସଦାପ୍ରଭୁଙ୍କର ଦୂତ ତାହାଙ୍କୁ ଏକ ମରୁଭୂମିର ଝରଣା ନିକଟରେ ଦେଖିଲେ। ସହେି ଝରଣାଟି, ଶୂରକୁ ଯାଉଥିବା ରାସ୍ତାର ପାଖ ରେ ଥିଲା।
And the angel of the Lord found her by a fountain of water in the wilderness, by the fountain in the way to Shur.

8 ସଦାପ୍ରଭୁଙ୍କର ଦୂତ କହିଲେ, ହାଗାର, ସାରୀର ଦାସୀ, ତୁମ୍ଭେ କେଉଁଠାରୁ ଆସିଛ ଓ ତୁମ୍ଭେ କେଉଁଠାକୁ ଯାଉଛ?
And he said, Hagar, Sarai’s maid, whence camest thou? and whither wilt thou go? And she said, I flee from the face of my mistress Sarai.

9 ସଦାପ୍ରଭୁଙ୍କର ଦୂତ ହାଗାରକୁ କହିଲେ, ତୁମ୍ଭର ମାଲିକାଣୀ ପାଖକୁ ଫରେିୟାଅ ଓ ନିଜକୁ ତା'ର ପାଖ ରେ ସମର୍ପଣ କର।
And the angel of the Lord said unto her, Return to thy mistress, and submit thyself under her hands.

10 ସଦାପ୍ରଭୁଙ୍କର ଦୂତ ହାଗାରକୁ ମଧ୍ଯ କହିଲେ, ତୁମ୍ଭର ଅନକେ ବଂଶଧର ଜନ୍ମ ହବେେ। ସମାନଙ୍କେୁ ଗଣି ହବେ ନାହିଁ।
And the angel of the Lord said unto her, I will multiply thy seed exceedingly, that it shall not be numbered for multitude.

11 ସଦାପ୍ରଭୁଙ୍କର ଦୂତ ମଧ୍ଯ ଏପରି କହିଲେ, ହାଗାର ତୁମ୍ଭେ ବର୍ତ୍ତମାନ ଗର୍ଭବତୀ। ତୁମ୍ଭଠାରୁ ଏକ ପୁତ୍ର ସନ୍ତାନ ଜନ୍ମିବ। ତୁମ୍ଭେ ତା'ର ନାମ ଇଶ୍ମାଯଲେ ଦବେ। କାରଣ ସଦାପ୍ରଭୁ ଶୁଣିଛନ୍ତି, ତୁମ୍ଭେ ଯେତବେେଳେ ଦୁଃଖ ପାଉଥିଲ।
And the angel of the Lord said unto her, Behold, thou art with child, and shalt bear a son, and shalt call his name Ishmael; because the Lord hath heard thy affliction.

12 ତୁମ୍ଭର ପୁତ୍ର ବନ୍ଯ ଗଦ୍ଧର୍ଭ ଭଳି ଜୀବନୟାପନ କରିବ। ତା'ର ହସ୍ତ ସମସ୍ତଙ୍କ ବିରୁଦ୍ଧ ରେ ଓ ସମସ୍ତଙ୍କର ହସ୍ତ ତା'ର ବିରୁଦ୍ଧ ରେ ଥିବ। ଏବଂ ସେ ତା'ର ଭାଇମାନଙ୍କ ସମ୍ମୁଖ ରେ ବାସ କରିବ।
And he will be a wild man; his hand will be against every man, and every man’s hand against him; and he shall dwell in the presence of all his brethren.

13 ଏହାପରେ ହାଗାର ସଦାପ୍ରଭୁଙ୍କର ଏହି ନାମ ରଖିଲା ଯଥା, ଯେଉଁ ପରମେଶ୍ବର ମାେତେ ଦେଖନ୍ତି ସେ (ସ୍ତ୍ରୀ) ଏହା କହିଲା, କାରଣ ସେ ଚିନ୍ତା କଲା, ମୁଁ କଣ ପ୍ରକୃତ ରେ ତାଙ୍କୁ ଏଠା ରେ ଦେଖିଲି ୟିଏ ମତେ ଦେଖନ୍ତି?
And she called the name of the Lord that spake unto her, Thou God seest me: for she said, Have I also here looked after him that seeth me?

14 ତେଣୁ ସହେି କୂପର ନାମ ବରେଲହଯ-ରୋଯୀ ରଖିଲା। ସହେି କୂପ କାଦେଶ ଓ ବରଦେ ମଧିଅରେ ଅଛି।
Wherefore the well was called Beer-lahai-roi; behold, it is between Kadesh and Bered.

15 ହାଗାର ଅବ୍ରାମର ପୁତ୍ରକୁ ଜନ୍ମ ଦଲୋ ଏବଂ ଅବ୍ରାମ ତା'ର ନାମ ଇଶ୍ମାଯଲେ ଦେଲେ।
And Hagar bare Abram a son: and Abram called his son’s name, which Hagar bare, Ishmael.

16 ଅବ୍ରାମ ଛଯାଅଶି ବର୍ଷ ହାଇେଥିଲେ, ଯେତବେେଳେ ଇଶ୍ମାଯଲେ ହାଗାର ଠାରୁ ଜନ୍ମ ଲାଭ କଲା।
And Abram was fourscore and six years old, when Hagar bare Ishmael to Abram.


1 கொரிந்தியர் 14:35 in English

avarkal Oru Kaariyaththaik Kattukkolla Virumpinaal, Veettilae Thangal Purusharidaththil Visaarikkakkadavarkal; Sthireekal Sapaiyilae Paesukirathu Ayokkiyamaayirukkumae.


Tags அவர்கள் ஒரு காரியத்தைக் கற்றுக்கொள்ள விரும்பினால் வீட்டிலே தங்கள் புருஷரிடத்தில் விசாரிக்கக்கடவர்கள் ஸ்திரீகள் சபையிலே பேசுகிறது அயோக்கியமாயிருக்குமே
1 Corinthians 14:35 in Tamil Concordance 1 Corinthians 14:35 in Tamil Interlinear 1 Corinthians 14:35 in Tamil Image

Read Full Chapter : 1 Corinthians 14