Psalm 27

1 हे परमप्रभु, तपाईं मेरो ज्योति र उद्धारकर्त्ता हुनुहुन्छ, मैले कोहीसँग पनि डराउनु पर्दैन! मेरो जीवनको लागि परमप्रभु नै सुरक्षित ठाउँ हुनुहुन्छ! यसैले म कोहीसँग डराउने छैन।

2 दुष्ट मानिसहरूले मलाई आक्रमण गर्न सक्छन्। तिनीहरूले मलाई तरवारले काट्न सक्छन्। मेरा शत्रुहरूले आक्रमण गर्न सक्छन् अनि मलाई ध्वंश पार्ने प्रयास गर्न सक्छन्।

3 तर मेरा शत्रुहरू ठक्कर खानेछन् अनि पतित हुनेछन्। तथापि सिपाहीहरू मेरो वरिपरि छन्, म डराउने छैन। यदि मानिसहरूले युद्धमा आक्रमण गरे तापनि म डराउने छैन। किन? किनभने म परमप्रभुमाथि भरोसा गर्दछु।

4 परमप्रभुबाट म एउटै मात्र कुरा जान्न चाहन्छुः “जीवनभर म उहाँको मन्दिरमा बस्न सकूँ, परमपरभुले दिने खुशी अनुभव गर्नुसकूँ अनि मन्दिरमा परिदर्शन गर्नु सकूँ।”

5 परमप्रभुले मलाई बचाउनु हुन्छ। जब म संकटमा पर्छु उहाँले मलाई आफ्नो वासस्थानमा लुकाउनुहुन्छ। उहाँले मलाई आफ्नो सुरक्षाको ठाउँमा लानुहुन्छ।

6 मेरा शत्रुहरूले मलाई घेरेका छन्। तर तिनीहरूलाई परास्त गर्न मलाई परमप्रभुले सहयोग गर्नु हुनेछ। त्यसपछि म उहाँको पालमा बलि चढाउने छु। म आनन्दको जयकार सहित बलिदान गर्नेछु म परमप्रभुको सम्मानमा भजन गाउनेछु।

7 हे परमप्रभु, मेरो बिन्ती सुन्नुहोस्। मलाई जवाफ दिनुहोस्। मलाई कृपादान गर्नुहोस्।

8 हे परमप्रभु, म तपाईंसँग बोल्न चाहन्छु। म हृदयबाटै तपाईंसँग कुरा गर्न चाहन्छ। म तपाईं समक्ष बोल्न आएँ।

9 हे परमप्रभु, तपाईंको दासबाट अनुहार नफर्काउनु होस् मलाई साथ दिनुहोस्। मलाई टाढा नधकेल्नुहोस्! मलाई नत्याग्नु होस् मेरो परमेश्वर, तपाईं मेरो रक्षक हुनुहुन्छ।

10 मेरो माता-पिताले मलाई छोडी गए। तर परमप्रभुले मलाई लानु भयो र बनाउनु भयो।

11 हे परमप्रभु, मेरा शत्रुहरू छन्। यसैले मलाई पथ प्रदर्शन गर्नुहोस् र तपाईंको उपायहरू बताउनु होस्। मलाई ठीक कुराहरू मात्र गर्न सिकाउनु होस्।

12 मेरा शत्रुहरूले ममाथि आक्रमण गरे। मलाई अरूले चोट पुर्यायोस भनी तिनीहरूले मेरो विषयमा झूटो बोलेका छन्। परमप्रभु, मेरा शत्रुहरूले मलाई पराजित नगरून्।

13 मलाई पूरा विश्वास छ म मर्नु भन्दाअघि परमप्रभुको सतगुण हेर्न पाउनेछु।

14 परमप्रभुको सहयोगलाई पर्ख! बलियो र साहसी होऊ! अनि परमप्रभुको सहयोग पर्ख!

1 A Psalm of David.

2 The Lord is my light and my salvation; whom shall I fear? the Lord is the strength of my life; of whom shall I be afraid?

3 When the wicked, even mine enemies and my foes, came upon me to eat up my flesh, they stumbled and fell.

4 Though an host should encamp against me, my heart shall not fear: though war should rise against me, in this will I be confident.

5 One thing have I desired of the Lord, that will I seek after; that I may dwell in the house of the Lord all the days of my life, to behold the beauty of the Lord, and to inquire in his temple.

6 For in the time of trouble he shall hide me in his pavilion: in the secret of his tabernacle shall he hide me; he shall set me up upon a rock.

7 And now shall mine head be lifted up above mine enemies round about me: therefore will I offer in his tabernacle sacrifices of joy; I will sing, yea, I will sing praises unto the Lord.

8 Hear, O Lord, when I cry with my voice: have mercy also upon me, and answer me.

9 When thou saidst, Seek ye my face; my heart said unto thee, Thy face, Lord, will I seek.

10 Hide not thy face far from me; put not thy servant away in anger: thou hast been my help; leave me not, neither forsake me, O God of my salvation.

11 When my father and my mother forsake me, then the Lord will take me up.

12 Teach me thy way, O Lord, and lead me in a plain path, because of mine enemies.

13 Deliver me not over unto the will of mine enemies: for false witnesses are risen up against me, and such as breathe out cruelty.

14 I had fainted, unless I had believed to see the goodness of the Lord in the land of the living.

15 Wait on the Lord: be of good courage, and he shall strengthen thine heart: wait, I say, on the Lord.

Malachi 3 in Tamil and English

1 ସର୍ବଶକ୍ତିମାନ ସଦାପ୍ରଭୁ କୁହନ୍ତି, ଆମ୍ଭର ପଥ ପରିଷ୍କାର କରିବା ପାଇଁ ଆମ୍ଭେ ଆପଣା ଦୂତକୁ ପ୍ ରରଣେ କରିବା। ଆଉ ଦେଖ ତୁମ୍ଭମାନେେ ଯେଉଁ ପ୍ରଭୁଙ୍କୁ ଅନ୍ବଷେଣ କରୁଛ ସେ ହଠାତ୍ ତାଙ୍କ ମନ୍ଦିରକୁ ଆସିବ। ନିଶ୍ଚଯ ଚୁକ୍ତିର ବାର୍ତ୍ତାବାହକ ତୁମ୍ଭେ ଯାହା ବିଷଯ ରେ ସନ୍ତୁଷ୍ଟ ସେ ଆସୁଛନ୍ତି।
Behold, I will send my messenger, and he shall prepare the way before me: and the Lord, whom ye seek, shall suddenly come to his temple, even the messenger of the covenant, whom ye delight in: behold, he shall come, saith the Lord of hosts.

2 ମାତ୍ର ସହେି ସମୟ ପାଇଁ କୌଣସି ବ୍ଯକ୍ତି ପ୍ରସ୍ତୁତ ହାଇପୋରିବ ନାହିଁ। ସେ ଯେତବେେଳେ ଆସିବେ କହେି ରକ୍ଷା କରିବେ ନାହିଁ। ସେ ଏକ ମାର୍ଜିତ ଅଗ୍ନି ସଦୃଶ ହବେେ, ଆଉ ମଧ୍ଯ ପରିଷ୍କାରକାରୀ ରଜକର କ୍ଷାର ସ୍ବରୂପ ହବେ।
But who may abide the day of his coming? and who shall stand when he appeareth? for he is like a refiner’s fire, and like fullers’ soap:

3 ଅଗ୍ନି ରେ ରୂପା ବିଶୁଦ୍ଧ ହେଲାପରି ସେ ଲବେୀୟମାନଙ୍କୁ ପବିତ୍ର କରିବ। ସେ ସୁବର୍ଣ୍ଣ ଓ ରେ ୗପ୍ୟ ସଦୃଶ ସମାନଙ୍କେୁ ଶୁଦ୍ଧ କରିବ। ତା'ପ ରେ ସମାନେେ ସଦାପ୍ରଭୁଙ୍କ ପାଇଁ ଉପୟୁକ୍ତ ନବୈେଦ୍ଯ ଆଣିବେ।
And he shall sit as a refiner and purifier of silver: and he shall purify the sons of Levi, and purge them as gold and silver, that they may offer unto the Lord an offering in righteousness.

4 ତା'ପ ରେ ସଦାପ୍ରଭୁ ୟିରୁଶାଲମ ଓ ଯିହୁଦା ନିକଟରୁ ଭଟେି ଗ୍ରହଣ କରିବେ, ସେ ଯେପରି ପ୍ରାଚୀନ କାଳ ରେ କରିଥିଲେ।
Then shall the offering of Judah and Jerusalem be pleasant unto the Lord, as in the days of old, and as in former years.

5 ତା'ପ ରେ ଆମ୍ଭେ ତୁମ୍ଭ ନିକଟକୁ ଆସିବା ଓ ଉଚିତ୍ ବିଗ୍ଭର କରିବା। ଆମ୍ଭେ ଅତି ଶୀଘ୍ର ସାକ୍ଷ୍ଯ ଦବୋ ସମାନଙ୍କେ ବିରୁଦ୍ଧ ରେ, ଯେଉଁମାନେ ମାଯାବୀ, ବ୍ଯଭିଗ୍ଭରୀ, ମିଥ୍ଯାବାଦୀ ଏବଂ ଯେଉଁମାନେ କାମ କରିବା ଲୋକଙ୍କୁ ଠକନ୍ତି। ଯେଉଁମାନେ ବିଧବା ଓ ଅନାଥମାନଙ୍କୁ ଅତ୍ଯାଗ୍ଭର କରନ୍ତି, ବିଦେଶୀମାନଙ୍କୁ ତଡି ଦିଅନ୍ତି। ସହେିପରି ଲୋକମାନେ ଆମ୍ଭକୁ ଭୟ ଓ ସମ୍ମାନ କରନ୍ତି ନାହିଁ। ସର୍ବଶକ୍ତିମାନ ସଦାପ୍ରଭୁ ଏହି କଥା କହିଥିଲେ।
And I will come near to you to judgment; and I will be a swift witness against the sorcerers, and against the adulterers, and against false swearers, and against those that oppress the hireling in his wages, the widow, and the fatherless, and that turn aside the stranger from his right, and fear not me, saith the Lord of hosts.

6 ଆମ୍ଭେ ସଦାପ୍ରଭୁ ଏବଂ ଆମ୍ଭେ ପରିବର୍ତ୍ତନ ହବୋ ନାହିଁ। ସେଥିପାଇଁ ତୁମ୍ଭେ ଯାକୁବର ବଂଶଧର ବିନାଶ ହାଇନୋହିଁ।
For I am the Lord, I change not; therefore ye sons of Jacob are not consumed.

7 ମାତ୍ର ତୁମ୍ଭମାନେେ ମାରେ ବ୍ଯବସ୍ଥା ପାଳନ କଲନାହିଁ, ଠିକ୍ ଯେପରି ତୁମ୍ଭର ପୂର୍ବପୁରୁଷଗଣ ମଧ୍ଯ ଆମ୍ଭକୁ ଅବଜ୍ଞା କଲେ। ତୁମ୍ଭମାନେେ ଆମ୍ଭ ନିକଟକୁ ଫରେିଆସ, ତାହା ହେଲେ ଆମ୍ଭେ ତୁମ୍ଭମାନଙ୍କେ ନିକଟକୁ ଫରେିୟିବା, ସଦାପ୍ରଭୁ ଏହିକଥା କହିଥିଲେ।
Even from the days of your fathers ye are gone away from mine ordinances, and have not kept them. Return unto me, and I will return unto you, saith the Lord of hosts. But ye said, Wherein shall we return?

8 ଉତ୍ତର ରେ ସର୍ବଶକ୍ତିମାନ୍ ସଦାପ୍ରଭୁ କହିଲେ,ତୁମ୍ଭମାନେେ ପରମେଶ୍ବରଙ୍କ ଦ୍ରବ୍ଯ ଗ୍ଭରେି କରିବା ବନ୍ଦ କର। ପରମେଶ୍ବରଙ୍କ ଦ୍ରବ୍ଯ ଗ୍ଭରେିକରିବା ଉଚିତ ନୁହେଁ। ମାତ୍ର ତୁମ୍ଭମାନେେ ଆମ୍ଭର ଦ୍ରବ୍ଯ ଗ୍ଭରେିକଲ।
Will a man rob God? Yet ye have robbed me. But ye say, Wherein have we robbed thee? In tithes and offerings.

9 ଏହିପରି ଭାବରେ, ସମଗ୍ର ଗୋଷ୍ଠୀ ମାରେ ଦ୍ରବ୍ଯ ଚୋରି କରିଛ। ତୁମ୍ଭମାନେେ ସଂପୂର୍ଣ୍ଣ ଅଭିଶପ୍ତ।
Ye are cursed with a curse: for ye have robbed me, even this whole nation.

10 ସର୍ବଶକ୍ତିମାନ୍ ସଦାପ୍ରଭୁ କୁହନ୍ତି, ତୁମ୍ଭମାନଙ୍କ ଦ୍ରବ୍ଯର ଏକ ଦଶମାଂଶ ଆମ୍ଭ ଭଣ୍ତାରକୁ ଆଣ ୟଦ୍ବାରା କି ତୁମ୍ଭର ଗୃହ ରେ ୟଥେଷ୍ଟ ଖାଦ୍ୟ ରହିବ। ଆମ୍ଭକୁ ପରୀକ୍ଷା କର। ଯଦି ତୁମ୍ଭମାନେେ ଏହି କାର୍ୟ୍ଯ କର, ଆମ୍ଭେ ଆକାଶର ଝରକାସବୁ ଖାଲିଦେବୋ ଏବଂ ତୁମ୍ଭେ ଉପ ରେ ଆଶୀର୍ବାଦ ବୃଷ୍ଟି କରିବା। ପ୍ରେତ୍ୟକକ ଦିଗରୁ ତୁମ୍ଭମାନଙ୍କର ଦରକାରଠାରୁ ଅଧିକ ତୁମ୍ଭମାନେେ ଲାଭ କରିବ।
Bring ye all the tithes into the storehouse, that there may be meat in mine house, and prove me now herewith, saith the Lord of hosts, if I will not open you the windows of heaven, and pour you out a blessing, that there shall not be room enough to receive it.

11 ଆମ୍ଭେ ତୁମ୍ଭର ଶସ୍ଯକୁ ନଷ୍ଟ କରିବା ପାଇଁ କୀଟ ପଠାଇବା ନାହିଁ। ତୁମ୍ଭମାନଙ୍କର ଦ୍ରାକ୍ଷାଲତାସବୁ ଫଳ ଧାରଣ କରିବ। ସର୍ବଶକ୍ତିମାନ୍ ସଦାପ୍ରଭୁ ଏହା କହିଥିଲେ।
And I will rebuke the devourer for your sakes, and he shall not destroy the fruits of your ground; neither shall your vine cast her fruit before the time in the field, saith the Lord of hosts.

12 ଅନ୍ୟ ଦେଶର ଲୋକମାନେ ତୁମ୍ଭମାନଙ୍କୁ ସୁଖୀ ବୋଲି କହିବେ। ତୁମ୍ଭର ଦେଶ ଉତ୍ତମ ଓ ମ ନୋହର ହବେ। ଏହା ସର୍ବଶକ୍ତିମାନ୍ ସଦାପ୍ରଭୁ କହିଥିଲେ।
And all nations shall call you blessed: for ye shall be a delightsome land, saith the Lord of hosts.

13 ସଦାପ୍ରଭୁ କୁହନ୍ତି, ତୁମ୍ଭମାନେେ ଆମ୍ଭ ବିରୁଦ୍ଧ ରେ କଟୁବାକ୍ଯ ପ୍ରଯୋଗ କରୁଛ।
Your words have been stout against me, saith the Lord. Yet ye say, What have we spoken so much against thee?

14 ତୁମ୍ଭମାନେେ କହିଲ, ପରମେଶ୍ବରଙ୍କୁ ଉପାସନା କରିବା ନିରର୍ଥକ। ଆମ୍ଭମାନେେ ସଦାପ୍ରଭୁଙ୍କ ବାକ୍ଯା ପାଳନ କରିଥିଲୁ ମାତ୍ର ଆମ୍ଭମାନେେ କିଛି ଉପକୃତ ହେଲୁନାହିଁ। ଆମ୍ଭମାନେେ ଆମ୍ଭମାନଙ୍କର ପାପ ପାଇଁ ଡାକିଲୁ, ମାତ୍ର ତା'ର ଫଳ କିଛି ହେଲା ନାହିଁ।
Ye have said, It is vain to serve God: and what profit is it that we have kept his ordinance, and that we have walked mournfully before the Lord of hosts?

15 ଆମ୍ଭମାନେେ ଚିନ୍ତା କରୁଛୁ ଗର୍ବୀ ଲୋକମାନେ ସୁଖୀ। ଦୁଷ୍ଟାଗ୍ଭରୀମାନେ କୃତକାର୍ୟ୍ଯ ହୁଅନ୍ତି। ସମାନେେ ପରମେଶ୍ବରଙ୍କ ର୍ଧୌୟ୍ଯ ପରୀକ୍ଷା କରିବାକୁ ମନ୍ଦ କାର୍ୟ୍ଯ କରି ଗ୍ଭଲନ୍ତି ଏବଂ ସମାନେେ କିଛି ଦଣ୍ତ ପାଆନ୍ତି ନାହିଁ।
And now we call the proud happy; yea, they that work wickedness are set up; yea, they that tempt God are even delivered.

16 ଯେଉଁମାନେ ପରମେଶ୍ବରଙ୍କୁ ଭୟ କରନ୍ତି ନିଜନିଜ ମଧିଅରେ କଥାବାର୍ତ୍ତା ହେଲେ ଏବଂ ସଦାପ୍ରଭୁ ସମାନଙ୍କେ କଥାବାର୍ତ୍ତା ଶୁଣିଲେ। ସେ ଗୋଟିଏ ପୁସ୍ତକରେ ସହେିମାନଙ୍କର ନାମ ଲେଖିଲେ, ଯେଉଁମାନେ ପରମେଶ୍ବରଙ୍କୁ ଭୟ ଓ ସମ୍ମାନ କରନ୍ତି। ଏବଂ ସହେି ଲୋକମାନଙ୍କର ଯେଉଁମାନେ ସଦାପ୍ରଭୁଙ୍କର ନାମକୁ ଭକ୍ତି କରନ୍ତି।
Then they that feared the Lord spake often one to another: and the Lord hearkened, and heard it, and a book of remembrance was written before him for them that feared the Lord, and that thought upon his name.

17 ସଦାପ୍ରଭୁ କହିଲେ, ସମାନେେ ଆମ୍ଭର ନିଜ ଲୋକ, ଯେଉଁ ଦିନ ମୁଁ କାର୍ୟ୍ଯ କରିବାକୁ ସ୍ଥିର କରିଥାଏ ନ୍ଯାଯ ଦବୋ ପାଇଁ। ମୁଁ ମାେ ଅନ୍ବଷେଣକାରୀମାନଙ୍କୁ ସ୍ନହେ କରିବି ଯେପରି ଜଣେ ବାପା ତା'ର ଆଜ୍ଞାଧିନ ପୁତ୍ରକୁ ସ୍ନହେ କରେ।
And they shall be mine, saith the Lord of hosts, in that day when I make up my jewels; and I will spare them, as a man spareth his own son that serveth him.

18 ତେଣୁ ତୁମ୍ଭମାନେେ ମାେ ନିକଟକୁ ଫରେିଆସିବ ଏବଂ ତୁମ୍ଭମାନେେ ଉତ୍ତମ ବ୍ଯକ୍ତି ଓ ମନ୍ଦ ବ୍ଯକ୍ତି ମଧିଅରେ ପ୍ରଭଦେ ଜାଣି ପାରିବ। ପରମେଶ୍ବରଙ୍କ ଅନୁସରଣକାରୀ ଓ ପରମେଶ୍ବରଙ୍କ ଅନୁସରଣ କରୁନଥିବା ବ୍ଯକ୍ତିମାନଙ୍କୁ ତୁମ୍ଭମାନେେ ବାରି ପାରିବ।
Then shall ye return, and discern between the righteous and the wicked, between him that serveth God and him that serveth him not.