1 Corinthians 10:13 in Oriya

Oriya Oriya Bible 1 Corinthians 1 Corinthians 10 1 Corinthians 10:13

1 Corinthians 10:13
କବଳେ ତୁମ୍ଭମାନଙ୍କ ପ୍ରତି ଯେସବୁ ପରୀକ୍ଷା ଆସୁଅଛି, ପ୍ରେତ୍ୟକକଙ୍କ ନିମନ୍ତେ ମଧ୍ଯ ଏପରି ପରୀକ୍ଷା ଆସିଥାଏ। କିନ୍ତୁ ତୁମ୍ଭମାନେେ ପରମେଶ୍ବରଙ୍କ ଠା ରେ ବିଶ୍ବାସ କରିପାର। ସେ କବେେ ହେଲେ ତୁମ୍ଭମାନଙ୍କୁ ଅସହ୍ଯ ପରୀକ୍ଷା ରେ ପଡ଼ିବାକୁ ଦବେେ ନାହିଁ। କିନ୍ତୁ ଯେତବେେଳେ ତୁମ୍ଭମାନେେ ପ୍ରଲୋଭନର (ପରୀକ୍ଷାର) ସମ୍ମୁଖୀନ ହବେ, ସେତବେେଳେ ପରମେଶ୍ବର ତୁମ୍ଭମାନଙ୍କୁ ରକ୍ଷା ପାଇବାର ବାଟ ମଧ୍ଯ ଦଖାଇେ ଦବେେ।

1 Corinthians 10:121 Corinthians 101 Corinthians 10:14

1 Corinthians 10:13 in Other Translations

King James Version (KJV)
There hath no temptation taken you but such as is common to man: but God is faithful, who will not suffer you to be tempted above that ye are able; but will with the temptation also make a way to escape, that ye may be able to bear it.

American Standard Version (ASV)
There hath no temptation taken you but such as man can bear: but God is faithful, who will not suffer you to be tempted above that ye are able; but will with the temptation make also the way of escape, that ye may be able to endure it.

Bible in Basic English (BBE)
You have been put to no test but such as is common to man: and God is true, who will not let any test come on you which you are not able to undergo; but he will make with the test a way out of it, so that you may be able to go through it.

Darby English Bible (DBY)
No temptation has taken you but such as is according to man's nature; and God is faithful, who will not suffer you to be tempted above what ye are able [to bear], but will with the temptation make the issue also, so that [ye] should be able to bear [it].

World English Bible (WEB)
No temptation has taken you except what is common to man. God is faithful, who will not allow you to be tempted above what you are able, but will with the temptation also make the way of escape, that you may be able to endure it.

Young's Literal Translation (YLT)
No temptation hath taken you -- except human; and God is faithful, who will not suffer you to be tempted above what ye are able, but He will make, with the temptation, also the outlet, for your being able to bear `it'.

There
hath
no
πειρασμὸςpeirasmospee-ra-SMOSE
temptation
ὑμᾶςhymasyoo-MAHS
taken
οὐκoukook
you
εἴληφενeilēphenEE-lay-fane
but
εἰeiee

μὴmay
man:
to
common
is
as
such
ἀνθρώπινος·anthrōpinosan-THROH-pee-nose
but
πιστὸςpistospee-STOSE

δὲdethay
God
hooh
faithful,
is
θεόςtheosthay-OSE
who
ὃςhosose
will
not
οὐκoukook
suffer
ἐάσειeaseiay-AH-see
you
ὑμᾶςhymasyoo-MAHS
tempted
be
to
πειρασθῆναιpeirasthēnaipee-ra-STHAY-nay
above
ὑπὲρhyperyoo-PARE
that
hooh
ye
are
able;
δύνασθεdynastheTHYOO-na-sthay
but
ἀλλὰallaal-LA
with
will
ποιήσειpoiēseipoo-A-see
the
σὺνsynsyoon
temptation
τῷtoh
also
πειρασμῷpeirasmōpee-ra-SMOH
make
καὶkaikay

to
way
a
τὴνtēntane
escape,
ἔκβασινekbasinAKE-va-seen
that
ye
τοῦtoutoo

δύνασθαιdynasthaiTHYOO-na-sthay
able
be
may
ὑμᾶςhymasyoo-MAHS
to
bear
ὑπενεγκεῖνhypenenkeinyoo-pay-nayng-KEEN

Cross Reference

2 Peter 2:9
ପରମେଶ୍ବର ଏହି ସମସ୍ତ କାର୍ୟ୍ଯ କଲେ। ଅତଏବ ଯେଉଁମାନେ ତାହାଙ୍କୁ ସବୋ କରୁଛନ୍ତି, ପ୍ରଭୁ ସର୍ବଦା ସମାନଙ୍କେୁ ରକ୍ଷା କରିବେ। ସମସ୍ଯା ରେ ପଡ଼ିଥିଲା ବେଳେ ସେ ସମାନଙ୍କେୁ ରକ୍ଷା କରିବେ। ଏହା ସହିତ, ପ୍ରଭୁ ମନ୍ଦ ଲୋକମାନଙ୍କୁ ବିଚାର ଦିନ ରେ ଦଣ୍ଡ ଦବେେ।

2 Timothy 4:18
ଯେତବେେଳେ କୌଣସି ଲୋକ ମାରେକ୍ଷତି କରିବା ପାଇଁ ଚେଷ୍ଟା କରିବ, ପ୍ରଭୁ ମାେତେ ରକ୍ଷା କରିବେ। ସେ ମାେତେ ନିରାପଦ ରେ ତାହାଙ୍କର ସ୍ବର୍ଗରାଜ୍ଯକୁ ନଇେଯିବେ। ପ୍ରଭୁଙ୍କର ମହିମା ସଦାସର୍ବଦା ପାଇଁ ରହିଥାଉ।

1 Peter 5:8
ନିଜକୁ ସଂୟଜ କର ଓ ସାବଧାନ ରୁହ। ଶୟତାନ ହେଉଛି ତୁମ୍ଭର ଶତ୍ରୁ। ସେ ଗର୍ଜନ କରୁଥିବା ସିଂହ ଭଳି କାହାକୁ ମାରି ଖାଇବା ପାଇଁ ଚାରିଆଡ଼େ ଖାଜେି ବୁଲୁଛି।

Luke 22:46
ଯୀଶୁ ସମାନଙ୍କେୁ କହିଲେ, ତୁମ୍ଭମାନେେ କାହିଁକି ଶାଇେ ପଡିଛ? ଉଠ ଓ ପରୀକ୍ଷା ରେ ନ ପଡିବାକୁ ତଥା ଶକ୍ତିଲାଭ ପାଇଁ ପାର୍ଥନା କର।

Hebrews 12:4
ତୁମ୍ଭମାନେେ ପାପ ବିରୁଦ୍ଧ ରେ ସଂଗ୍ରାମ କରୁଛ, କିନ୍ତୁ ସହେି ସଂଗ୍ରାମ ବର୍ତ୍ତମାନ ସୁଦ୍ଧା ତୁମ୍ଭମାନଙ୍କର ମୃତ୍ଯୁର କାରଣ ହାଇପୋରି ନାହିଁ।

Daniel 3:17
ଯଦି ଆପଣ ଆମ୍ଭମାନଙ୍କୁ ଜ୍ବଳନ୍ତ ଅଗ୍ନିକୁଣ୍ତ ରେ ନିକ୍ଷପେ କରନ୍ତି ତବେେ ଯାହାଙ୍କୁ ଆମ୍ଭମାନେେ ସବୋ କରୁଅଛୁ ସହେି ପରମେଶ୍ବର ଆମ୍ଭମାନଙ୍କୁ ରକ୍ଷା କରିବାକୁ ସମର୍ଥ ଅଟନ୍ତି, ଆଉ ହେ ମହାରାଜ, ସେ ଆପଣଙ୍କ ହସ୍ତରୁ ଆମ୍ଭମାନଙ୍କୁ ଉଦ୍ଧାର କରିବେ।

1 Thessalonians 5:24
ଯେଉଁ ପରମେଶ୍ବର ତୁମ୍ଭମାନଙ୍କୁ ଡ଼ାକିଛନ୍ତି, ତୁମ୍ଭମାନେେ ତାହାଙ୍କ ଉପରେ ଭରସା ରଖ। ୟିଏ ତୁମ୍ଭମାନଙ୍କୁ ଡ଼ାକିଛନ୍ତି, ସେ ସବୁ କିଛି କରିବେ।

Ephesians 6:12
ଆମ୍ଭର ସଂଘର୍ଷ ଏହି ପୃଥିବୀର ମନୁଷ୍ଯମାନଙ୍କ ବିରୁଦ୍ଧ ରେ ନୁହେଁ, ମାତ୍ର ପୃଥିବୀସ୍ଥ ଅନ୍ଧକାର ଶକ୍ତି, ପରାକ୍ରମୀ ଅଧିପତି ଓ ଶାସକମାନଙ୍କ ବିରୁଦ୍ଧ ରେ। ଆକାଶସ୍ଥ ଦୁଷ୍ଟାତ୍ମାମାନଙ୍କ ବିରୁଦ୍ଧ ରେ ଆମ୍ଭେ ସଂଘର୍ଷ କରୁଛୁ।

Romans 8:28
ଆମ୍ଭେ ଜାଣୁ ଯେ, ଯେଉଁ ମାନେ ତାହାଙ୍କୁ ପ୍ ରମେ କରନ୍ତି ସମାନଙ୍କେ ପାଇଁ ପରମେଶ୍ବର ପ୍ରତକେ ବିଷୟ ରେ ମଙ୍ଗଳ ଜନ୍ମାନ୍ତି।ପରମେଶ୍ବର ଏହି ଲୋକମାନଙ୍କୁ ବାଛିଛନ୍ତି, କାରଣ ଏହାହିଁ ତାଙ୍କର ଯୋଜନା ଥିଲା।

2 Thessalonians 3:3
ପରମେଶ୍ବର ହେଉଛନ୍ତି ବିଶ୍ବସନୀୟ। ସେ ତୁମ୍ଭମାନଙ୍କୁ ଶକ୍ତି ପ୍ରଦାନ କରିବେ ଓ ସହେି ଦୁଷ୍ଟାତ୍ମାଠାରୁ ରକ୍ଷା କରିବେ।

Revelation 2:10
ତୁମ୍ଭ ପାଇଁ ଯେଉଁସବୁ ଦୁଃଖ ଆସୁଛି, ସେଥିପାଇଁ ଭୟ କର ନାହିଁ। ମୁଁ ଜାଣେ, ତୁମ୍ଭମାନଙ୍କ ଭିତରୁ କେତେ ଜଣଙ୍କୁ ଶୟତାନ କାରାଗାର ରେ ରଖିବ। ସେ ତୁମ୍ଭମାନଙ୍କୁ ପରୀକ୍ଷା କରିବା ପାଇଁ ଏପରି କରିବ। ତୁମ୍ଭମାନେେ ଦଶଦିନ ପର୍ୟ୍ଯନ୍ତ ଦୁଃଖକଷ୍ଟ ସହିବ। କିନ୍ତୁ ବିଶ୍ବସ୍ତ ରୁହ, କାରଣ ତୁମ୍ଭକୁ ହୁଏତ ମୃତ୍ଯୁବରଣ କରିବାକୁ ପଡ଼ିପା ରେ। ତୁମ୍ଭେ ଯଦି ବିଶ୍ବସ୍ତ ରହିବ, ତବେେ ମୁଁ ତୁମ୍ଭକୁ ଜୀବନରୂପକ ମୁକୁଟ ଦବେି।

Revelation 3:10
ତୁମ୍ଭେ ର୍ଧୈୟ୍ଯର ସହିତ ମାରେଆଜ୍ଞା ପାଳନ କରିଛ। ତେଣୁ ଜଗତନିବାସୀମାନଙ୍କୁ ପରୀକ୍ଷା କରିବା ନିମନ୍ତେ ସମଗ୍ର ଜଗତ ଉପରେ ଦାରୁଣ ତାଡ଼ନା ଓ ପରୀକ୍ଷାର ସମୟ ଆସିବ, ମୁଁ ତୁମ୍ଭକୁ ସେଥିରୁ ରକ୍ଷା କରିବି।

1 Peter 1:5
ତୁମ୍ଭର ପରିତ୍ରାଣର ସମୟ ନ ଆସିବା ପର୍ୟ୍ଯନ୍ତ ତୁମ୍ଭ ବିଶ୍ବାସ ମାଧ୍ଯମ ରେ ପରମେଶ୍ବରଙ୍କ ଶକ୍ତି ତୁମ୍ଭକୁ ରକ୍ଷା କରିବ। ସହେି ପରିତ୍ରାଣ ତୁମ୍ଭ ପାଇଁ ପ୍ରସ୍ତୁତ ହାଇେ ରହିଛି ଏବଂ ୟୁଗର ଶଷେ ରେ ତୁମ୍ଭେ ଏହା ପାଇବ।

2 Corinthians 12:8
ମୁଁ ପ୍ରଭୁଙ୍କୁ ତିନି ଥର ପ୍ରାର୍ଥନା କଲି ଯେ ସେ ଏହି କଣ୍ଟକଟିକୁ ମାେ ଠାରୁ ଦୂ ରଇେ ଦିଅନ୍ତୁ।

John 10:28
ମୁଁ ନିଜ ମଷେମାନଙ୍କୁ ଅନନ୍ତ ଜୀବନ ଦିଏ। ସମାନେେ କଦାପି ମରିବେ ନାହିଁ। ସମାନଙ୍କେୁ ମାେ ହାତରୁ କହେି ଛଡଇେ ନଇେ ପାରିବେ ନାହିଁ।

Matthew 24:21
କାରଣ ସେତବେେଳେ ଏତେ ଅଧିକ ବିପଦ ଆସିବ ଯେ ସଭେଳି ବିପଦ ସୃଷ୍ଟିର ଆରମ୍ଭ କାଳରୁ ଏ ପର୍ୟ୍ଯନ୍ତ ଆସିନାହିଁ କି ଭବିଷ୍ଯତ ରେ ଆସିବ ନାହିଁ।

James 5:10
ଭାଇ ଓ ଭଉଣୀମାନେ, ପ୍ରଭୁଙ୍କ ପାଇଁ ଭାବବାଣୀ କହିଥିବା ଭାବବାଦୀମାନଙ୍କ ଉଦାହରଣ ଅନୁସରଣ କର। ସମାନେେ ଅନକେ ଯାତନା ସହି ଥିଲେ ହେଁ ର୍ଧୈୟ୍ଯବାନ ଥିଲେ।

1 Peter 4:19
ଅତଏବ ଯେଉଁ ଲୋକମାନେ ପରମେଶ୍ବରଙ୍କ ଇଚ୍ଛାନୁସା ରେ ଯାତନା ଭୋଗ କରୁଛନ୍ତି, ସମାନେେ ତାହାଙ୍କୁ ସମାନଙ୍କେର ଆତ୍ମା ବିଶ୍ବାସପୂର୍ବକ ସମର୍ପଣ କରିଦବୋ ଉଚିତ୍। ପରମେଶ୍ବର ସମାନଙ୍କେୁ ଗଠନ କରିଛନ୍ତି ଓ ତେଣୁ ସମାନେେ ତାହାଙ୍କୁ ବିଶ୍ବାସ କରିପାରିବେ। ଅତଏବ ସମାନେେ ଭଲ କାମ କରିଚାଲିବା ଉଚିତ।

1 John 1:9
ଯଦି ଆମ୍ଭେ ନିଜ ନିଜର ପାପ ସ୍ବୀକାର କରୁ ତବେେ ପରମେଶ୍ବର ଆମ୍ଭକୁ ପାପରୁ କ୍ଷମା କରିବେ। କାରଣ ସେ ବିଶ୍ବସ୍ତ ଓ ନ୍ଯାୟବାନ ଅଟନ୍ତି। ସେ ଆମ୍ଭକୁ ସମସ୍ତ ଅଧର୍ମରୁ ପରିଷ୍କାର କରିବେ।

1 Corinthians 1:9
ପରମେଶ୍ବର ବିଶ୍ବସ୍ତ ଅଟନ୍ତି। ତାହାଙ୍କ ପୁତ୍ର ଆମ୍ଭର ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ସହିତ ଜୀବନ ରେ ସହଭାଗୀ ହବୋପାଇଁ ସେ ତୁମ୍ଭମାନଙ୍କୁ ବାଛିଛନ୍ତି।

Hebrews 11:11
ପିଲାପିଲି ହବୋ ପାଇଁ ଅବ୍ରହାମଙ୍କର ବୟସ ଅଧିକ ହାଇେ ଯାଇଥିଲା। ଆହୁରି ମଧ୍ଯ ସାରାର ପିଲାପିଲି ହାଇେ ପାରି ନ ଥିଲା। କିନ୍ତୁ ପରମେଶ୍ବରଙ୍କଠା ରେ ଅବ୍ରହାମଙ୍କର ବିଶ୍ବାସ ଥିଲା, ଅତଏବ ପରମେଶ୍ବର ସମାନଙ୍କେୁ ସନ୍ତାନ ହବୋ ପାଇଁ ସକ୍ଷମ କଲେ। ପରମେଶ୍ବରଙ୍କ ପ୍ରତିଜ୍ଞା ପୂରଣ କରିବା ବିଷୟ ରେ ଅବ୍ରହାମ ତାହାଙ୍କ ଉପରେ ବିଶ୍ବାସ ରଖିଥିଲେ।

Hebrews 10:23
ଆମ୍ଭର ଭରସାକୁ ଦୃଢ଼ ଭାବରେ ଧରି ରଖ। ଆମ୍ଭେ ନିଜର ଭରସାକୁ ଲୋକମାନଙ୍କ ଆଗ ରେ ବ୍ଯକ୍ତ କରିବାକୁ ରୋକିବା ଉଚିତ୍ ନୁହେଁ। ସେ ଯାହା ପ୍ରତିଜ୍ଞା କଲେ, ତାହା କରିବେ ବୋଲି ଆମ୍ଭେ ପରମେଶ୍ବରଙ୍କଠା ରେ ବିଶ୍ବାସ କରିପାରିବା।

2 Timothy 2:11
ଏହି ଶିକ୍ଷା ସତ୍ଯ ଅଟେ : ଯଦି ଆମ୍ଭେ ତାହାଙ୍କ ସହିତ ମରୁ, ତା' ହେଲେ ଆମେ ତାହାଙ୍କ ସହିତ ବଞ୍ଚିବା।

Lamentations 3:23
ତାହା ପ୍ରତି ପ୍ରଭାତ ରେ ନୂତନ ହାଇେଥାଏ ଓ ସଦାପ୍ରଭୁଙ୍କର ବିଶ୍ବସ୍ତତା ମହାନ୍ ଅଟେ।

Jeremiah 29:11
ସଦାପ୍ରଭୁ କହନ୍ତି, ତୁମ୍ଭମାନଙ୍କ ପାଇଁ ଆମ୍ଭେ ଯେଉଁ ସଙ୍କଳ୍ପ କରିଛୁ ତାହା ମଙ୍ଗଳକର ଅଟେ। ମୁଁ ତୁମ୍ଭମାନଙ୍କର ଭବିଷ୍ଯଦ ପୁନଃସ୍ଥାପନ ପାଇଁ ଯୋଜନା କରୁଛି ଏବଂ ତୁମ୍ଭମାନଙ୍କୁ ପୁଣି ନୂଆ ଆଶା ଦବେି।

Isaiah 11:5
ପୁଣି ଯେତବେେଳେ ଦୁଷ୍ଟାଚାରୀମାନଙ୍କୁ ସଂହାର କରିବାକୁ ଆଦେଶ ଦବେେ, ସେତବେେଳେ ସମାନେେ ନିହତ ହବେେ। ଧର୍ମ ଓ ନ୍ଯାଯ ସେ ପିଲାକୁ ଶକ୍ତି ଦବେ। ସଗେୁଡ଼ିକ ତା'ର ଅଣ୍ଟାର ବଳଯ ସଦୃଶ ହବେ।

Deuteronomy 7:9
ତେଣୁ ମନରେଖ ଯେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବର କବଳେ ଏକମାତ୍ର ପରମେଶ୍ବର ଅଟନ୍ତି। ସେ ବିଶ୍ବସ୍ତ ଅଟନ୍ତି। ସେ ତାଙ୍କର ନିଯମ ରକ୍ଷା କରନ୍ତି। ଯେଉଁମାନେ ତାଙ୍କୁ ପ୍ ରମେ କରନ୍ତି ଓ ତାଙ୍କର ଆଜ୍ଞା ମାନନ୍ତି, ସଦାପ୍ରଭୁ ସମାନଙ୍କେ ଉପରେ କୃପା କରନ୍ତି। ଲୋକମାନଙ୍କ ପ୍ରତି ତାଙ୍କର କରୁଣା ଓ ତାଙ୍କର ଚକ୍ସ୍ଟକ୍ତି ପ୍ରତି ବିଶ୍ବସନୀଯତା ସହସ୍ର ପୁରୁଷ ପର୍ୟ୍ଯନ୍ତ ଲାଗିରହେ।

Isaiah 25:1
ହେ ସଦାପ୍ରଭୁ, ତୁମ୍ଭେ ମାରେ ପରମେଶ୍ବର। ମୁଁ ତୁମ୍ଭର ପ୍ରତିଷ୍ଠା କରିବି ଓ ତୁମ୍ଭ ନାମର ପ୍ରଶଂସା କରିବି। କାରଣ ତୁମ୍ଭେ ସବୁ ଆଶ୍ଚର୍ୟ୍ଯ କାର୍ୟ୍ଯ ସମ୍ପାଦନ କରିଛ। ତୁମ୍ଭେ ପୁରାତନ କାଳ ରେ ୟହା କହିଥିଲ, ତାହା ସମ୍ପୂର୍ଣ୍ଣ ସତ୍ଯ ରେ ପରିଣତ ହାଇେଛି। ତୁମ୍ଭେ ଯାହାସବୁ କହିଥିଲ, ତାହାହିଁ ଘଟିଅଛି।

2 Corinthians 1:10
ପରମେଶ୍ବର ଆମ୍ଭମାନଙ୍କୁ ମୃତ୍ଯୁର ଏହି ଭୟଙ୍କର ବିପଦରୁ ଉଦ୍ଧାର କଲେ। ପରମେଶ୍ବର ସର୍ବଦା ଏପରି ଉଦ୍ଧାର କରିବେ। ଆମ୍ଭେ ତାହାଙ୍କ ଉପରେ, ଆଶାବାନ ଓ ସେ ଆମ୍ଭମାନଙ୍କୁ ସର୍ବଦା ଉଦ୍ଧାର କରିବେ।

Hebrews 6:18
ଉକ୍ତ ଦୁଇଟି ଯାକ ଅପରିବର୍ତ୍ତନୀୟ। ଯେତବେେଳେ ପରମେଶ୍ବର କିଛି କହନ୍ତି ସେ ମିଛ କହି ପାରନ୍ତି ନାହିଁ, ପୁଣି କୌଣସି ଶପଥ କଲା ବେଳେ ମଧ୍ଯ ସେ ମିଛ କହି ପାରନ୍ତି ନାହିଁ। ଅତଏବ ଯେଉଁମାନେ ନିଜର ସୁରକ୍ଷା ଦୃଷ୍ଟିରୁ ପରମେଶ୍ବରଙ୍କ ପାଖକୁ ଆସିଛନ୍ତି, ସମାନଙ୍କେୁ ଉକ୍ତ କଥା ସାନ୍ତ୍ବନା ପ୍ରଦାନ କରେ ଓ ପରମେଶ୍ବରଙ୍କ ଭରସା ରେ ସ୍ଥିର ରହିବା ପାଇଁ ଦୃଢ଼ ଉତ୍ସାହ ପ୍ରଦାନ କରେ।

Exodus 3:17
ଏବଂ ଆମ୍ଭେ ତୁମ୍ଭମାନଙ୍କୁ ମିଶରୀଯମାନଙ୍କଠାରୁ ରକ୍ଷା କରିବାକୁ ନିଷ୍ପତ୍ତି କରିଛୁ। ଆମ୍ଭେ ତୁମ୍ଭମାନଙ୍କୁ କିଣାନୀଯମାନଙ୍କ ହିତ୍ତୀଯମାନଙ୍କ, ପିରିଷୀଯମାନଙ୍କ, ହିଦ୍ଦୀଯମାନଙ୍କ ଓ ୟିବୁଷୀଯମାନଙ୍କର ଦୁଗ୍ଧମଧୁ ପ୍ରବାହୀ ଦେଶକୁ ନଇୟିବୋ।'

Psalm 125:3
ଧାର୍ମିକ ଲୋକମାନଙ୍କର ଭୂମିକୁ ସଦାକାଳ ଅଧର୍ମ ଲୋକମାନେ ନିଜ ନିଯନ୍ତ୍ରଣରେ ରଖିପାରିବେ ନାହିଁ। ୟଦି ଏପରି ଘଟିଲା, ତବେେ ଧାର୍ମିକ ଲୋକମାନେ ଅଧର୍ମ କାର୍ୟ୍ଯ କରିବାକୁ ଆରମ୍ଭ କରିଦବେେ।

Isaiah 49:7
ଯାହାକୁ ମନୁଷ୍ଯ ଅବଜ୍ଞା କରେ, ଯାହାକୁ ଦେଶୀଯ ଲୋକମାନେ ଘୃଣା କରନ୍ତି, ଯେ ଶାସକ କର୍ତ୍ତାମାନଙ୍କର ଦାସ, ତାକୁ ଇଶ୍ରାୟେଲର ମୁକ୍ତିଦାତା ଓ ତା'ର ଧର୍ମସ୍ବରୂପ ସଦାପ୍ରଭୁ ଏହି କଥା କୁହନ୍ତି। ପୁଣି ବିଶ୍ବସନୀଯ ଓ ଇଶ୍ରାୟେଲର ଧର୍ମସ୍ବରୂପ ଯେଉଁ ସଦାପ୍ରଭୁ ତୁମ୍ଭକୁ ମନୋନୀତ କରିଅଛନ୍ତି, ତାଙ୍କ ସକାେଶ ରାଜାମାନେ ତୁମ୍ଭକୁ ଦେଖିଲେ ଉଠିବେ, ଅଧିପତିମାନେ ତୁମ୍ଭକୁ ପ୍ରଣାମ କରିବେ।

Jeremiah 12:5
ହେ ଯିରିମିୟ ତୁମ୍ଭେ ଯଦି ପଦାତିକମାନଙ୍କ ପଛ ରେ ଦୌଡ଼ି କ୍ଲାନ୍ତ ହାଇପେଡ଼ିଛ, ତବେେ ଅଶ୍ବମାନଙ୍କ ସହିତ କିପରି ଋଣ କରିପାରିବ ? ତୁମ୍ଭେ ଯଦି ଶାନ୍ତି ଦେଶ ରେ ବିବ୍ରତ ହେଉଛ, ତବେେ ୟର୍ଦ୍ଦନର ଦର୍ପ ସ୍ଥାନ ରେ ତୁମ୍ଭେ କ'ଣ କରିବ ?

Genesis 19:20
ଦେଖ ଏହି ସ୍ଥାନ ନିକଟରେ ଏକ େଛାଟ ସହର ଅଛି। ତୁମ୍ଭେ ମାେତେ ସହେି ସ୍ଥାନକୁ ଦୌଡ଼ି ୟିବାକୁ ଅନୁମତି ଦିଅ। ମୁଁ ସଠାେରେ ନିରାପଦ ରେ ବାସ କରି ପାରିବି। ତାହା ଗୋଟିଏ େଛାଟ ସହର ମାତ୍ର।

2 Corinthians 11:23
ସମାନେେ କ'ଣ କବଳେ ଇଶ୍ରାୟେଲୀୟ ? ମୁଁ ମଧ୍ଯ। ସମାନେେ କ'ଣ କବଳେ ଅବ୍ରହାମଙ୍କ ବଂଶଧାରୀ ? ମୁଁ ମଧ୍ଯ। ସମାନେେ କ'ଣ କବଳେ ଖ୍ରୀଷ୍ଟଙ୍କ ସବେକ ? ମୁଁ ମଧ୍ଯ ମୁଁ କ'ଣ ପାଗଳ ସେଥିପାଇଁ ଏପରି ଦର୍ପ କରୁଛି ? ସମାନଙ୍କେ ତୁଳନା ରେ ମୁଁ ଅଧିକ କଠାେର ପରିଶ୍ରମ କରିଛି। ମୁଁ ଥରକୁ ଥର କାରାବରଣ କରିଛି। ମାେତେ ଥରକୁ ଥର ମାଡ଼ ମରାଯାଇଛି। ଅନକେ ଥର ମୁଁ ମୃତ୍ଯୁର ସନ୍ନିକଟ ହାଇେଛି।

Psalm 36:5
ହେ ସଦାପ୍ରଭୁ, ତୁମ୍ଭର ସ୍ନହପେୂର୍ଣ୍ଣ କରୁଣା ଆକାଶଠାରୁ ମହୀଯାନ୍। ତୁମ୍ଭର ବିଶ୍ବସ୍ତତା ଆକାଶର ବାଦଲଠାରୁ ଗରୀଯାନ୍।

Psalm 89:33
ମାତ୍ର ସମାନଙ୍କେୁ ଦାଉଦଙ୍କ ପ୍ରମଠାରୁେ ବଞ୍ଚିତ କରିବା ନାହିଁ। ଆମ୍ଭେ ସମାନଙ୍କେ ପ୍ରତି ଚିରଦିନ ବିଶ୍ବସ୍ତ ରହିବା।

Psalm 124:7
ଆମ୍ଭମାନେେ ହେଉଛୁ ଜାଲରେ ପଡ଼ିଥିବା ଚଢ଼ଇମାନଙ୍କେ ପରି, ଯେଉଁମାନେ ଜାଲରୁ ରକ୍ଷା ପାଇଥା'ନ୍ତି। ତା'ପରେ ଜାଲ ଛିଣ୍ଡିଗଲା ଓ ଆମ୍ଭମାନେେ ରକ୍ଷା ପାଇଗଲୁ।

Luke 16:26
ତା' ଛଡା ତୋର ଓ ଆମ୍ଭ ମଝି ରେ ଗୋଟିଏ ବଡ ଖାତ ଅଛି। ତୋତେ ସାହାୟ୍ଯ କରିବା ପାଇଁ ସହେି ଖାତକୁ କହେି ପାରି ହାଇେ ଯାଇ ପାରିବେ ନାହିଁ।' ଏବଂ ସହେି ସ୍ଥାନ ଛାଡି କହେି ଏଠାକୁ ଆସି ପାରିବେ ନାହିଁ।

Luke 22:31
କୃଷକ ତା'ର ଗହମକୁ ଚାଲୁଣୀ ରେ ଚଲାଇବା ଭଳି ଶୟତାନ ତୁମ୍ଭମାନଙ୍କୁ ଚଲାଇବା ପାଇଁ ଅନୁମତି ପାଇଛି। ଶିମାନେ! ହେ ଶିମାନେ,

Hebrews 11:35
ମୃତ୍ଯୁରୁ ଲୋକମାନେ ପୁନଃଜୀବିତ ହାଇେ ପରିବାର ରେ ନିଜ ନାରୀମାନଙ୍କ ପାଖକୁ ଗଲେ। ଅନ୍ୟ ଲୋକମାନଙ୍କୁ ଯାତନା ଦିଆ ହେଲା, ସମାନେେ ସ୍ବାଧୀନ ହବୋକୁ ଚାହିଁଲେ ନାହିଁ କାରଣ ସମାନେେ ମୃତ୍ଯୁରୁ ପୁନଃଜୀବନ ଲାଭ କରି ଗୋଟିଏ ଅଧିକ ଭଲ ଜୀବନ ପାଇ ପାରିବେ ବୋଲି ଭାବି ଏହି ସବୁ କାର୍ୟ୍ଯ କରିଥିଲେ।

Revelation 19:11
ତା'ପରେ ମୁଁ ସ୍ବର୍ଗ ଖାଲିୟିବୋର ଦେଖିଲି। ସଠାେରେ ଗୋଟିଏ ଶ୍ବତେ ଅଶ୍ବ, ଠିଆ ହାଇେଥିଲା। ଅଶ୍ବାରୋହୀଙ୍କ ନାମ 'ବିଶ୍ବସ୍ତ' ଓ 'ସତ୍ଯବାନ'। ସେ ନ୍ଯାୟପୂର୍ଣ୍ଣ ଭାବରେ ବିଚାର କରନ୍ତି ଓ ଲଢ଼ନ୍ତି।

Acts 27:44
ସେ ଅନ୍ୟମାନଙ୍କୁ ଜାହାଜର କୌଣସି କାଠ ପଟା ବା ଭଙ୍ଗା ଅଂଶକୁ ଧରି ବା ଭଳୋ ସାହାୟ୍ଯ ରେ କୂଳକୁ ୟିବା ପାଇଁ କହିଲେ। ଏହିପରି ଭାବରେ ସମସ୍ତେ ନିରାପଦ ରେ କୂଳ ରେ ଆସି ପହନ୍ଚିଲେ। କାହାର ମୃତ୍ଯୁ ହେଲା ନାହିଁ।

Hosea 2:20
ତୁମ୍ଭକୁ ଆମ୍ଭର ବିଶ୍ବସ୍ତ ପତ୍ନୀ କରିବା। ସେତବେେଳେ ତୁମ୍ଭେ ପ୍ରକୃତ ସଦାପ୍ରଭୁଙ୍କୁ ଜାଣିବ।

Luke 11:4
ଆମ୍ଭମାନଙ୍କର ପାପଗୁଡିକ କ୍ଷମା କରିଦିଅ, କାରଣ ଯେଉଁମାନେ ଆମ୍ଭମାନଙ୍କ ପ୍ରତି ଅନ୍ଯାୟ କରିଛନ୍ତି, ଆମ୍ଭମାନେେ ପ୍ରେତ୍ୟକକଙ୍କୁ ମଧ୍ଯ କ୍ଷମା ଦେଉଛୁ। ଆମ୍ଭମାନଙ୍କୁ କଠିନ ପରୀକ୍ଷା ମଧିଅରେ ପକାଅ ନାହିଁ।'