1 Corinthians 15:7 in Oriya

Oriya Oriya Bible 1 Corinthians 1 Corinthians 15 1 Corinthians 15:7

1 Corinthians 15:7
ତା'ପରେ ଖ୍ରୀଷ୍ଟ ଯାକୁବ ଓ ପରେ ସମସ୍ତ ପ୍ ରରେିତମାନଙ୍କୁ ଆଉଥରେ ଦଖାେ ଦେଲେ।

1 Corinthians 15:61 Corinthians 151 Corinthians 15:8

1 Corinthians 15:7 in Other Translations

King James Version (KJV)
After that, he was seen of James; then of all the apostles.

American Standard Version (ASV)
then he appeared to James; then to all the apostles;

Bible in Basic English (BBE)
Then he was seen by James; then by all the Apostles.

Darby English Bible (DBY)
Then he appeared to James; then to all the apostles;

World English Bible (WEB)
Then he appeared to James, then to all the apostles,

Young's Literal Translation (YLT)
afterwards he appeared to James, then to all the apostles.

After
that,
ἔπειταepeitaAPE-ee-ta
he
was
seen
ὤφθηōphthēOH-fthay
James;
of
Ἰακώβῳiakōbōee-ah-KOH-voh
then
εἶταeitaEE-ta
of
all
τοῖςtoistoos
the
ἀποστόλοιςapostoloisah-poh-STOH-loos
apostles.
πᾶσιν·pasinPA-seen

Cross Reference

Luke 24:50
ଯୀଶୁ ତାହାଙ୍କ ଶିଷ୍ଯମାନଙ୍କୁ ୟିରୁଶାଲମରୁ ବେଥନିଆକୁ କଢାଇ ନଇଗେଲେ। ଯୀଶୁ ତାହାଙ୍କର ହାତ ଟକେି ଶିଷ୍ଯମାନଙ୍କୁ ଆଶୀର୍ବାଦ କଲେ।

Luke 24:33
ତା'ପରେ ସମାନେେ ଉଠି ପଡିଲେ ଓ ୟିରୁଶାଲମକୁ ଫରେିଗଲେ। ୟିରୁଶାଲମ ରେ ସମାନେେ ଯୀଶୁଙ୍କ ଶିଷ୍ଯଗଣ ଓ ଏଗାର ଜଣ ପ୍ ରରେିତଙ୍କୁ ଏକତ୍ରୀତ ହାଇେଥିବାର ଦେଖିଲେ।

Luke 24:36
ଏହି ଦୁଇଜଣ ଲୋକ ଏହି ସବୁ କଥା ବର୍ଣ୍ଣନା କରୁଥିବା ସମୟରେ ନିଜେ ଯୀଶୁ ଶିଷ୍ଯଦଳଙ୍କ ଭିତ ରେ ଠିଆ ହାଇେଥିଲେ। ଯୀଶୁ ସମାନଙ୍କେୁ କହିଲେ, ତୁମ୍ଭମାନଙ୍କ ପ୍ରତି ଶାନ୍ତି ହେଉ।

Acts 1:2
ମୁଁ ଯୀଶୁଙ୍କର ସଂମ୍ପୂର୍ଣ୍ଣ ଜୀବନ ସମ୍ପର୍କ ରେ ଆରମ୍ଭରୁ ତାହାଙ୍କୁ ସ୍ବର୍ଗକୁ ନିଆୟିବା ପର୍ୟ୍ଯନ୍ତ ସବୁକିଛି ଲେଖିଛି। ଏହା ଘଟିବା ପୂର୍ବରୁ ଯୀଶୁ ନିଜେ ବାଛିଥିବା ପ୍ ରରେିତମାନଙ୍କ ସହିତ କଥାବର୍ତ୍ତା ହାଇେଥିଲେ। ପବିତ୍ରଆତ୍ମାଙ୍କ ସାହାୟ୍ଯ ରେ ଯୀଶୁ ପ୍ ରରେିତମାନେ କ'ଣ କରିବା ଉଚ଼ିତ, ସହେି କଥା କହିଲେ।

Acts 12:17
ପିତର ସମାନଙ୍କେୁ ହାତ ରେ ଠାରି ଚୁପ୍ ରହିବାକୁ କହିଲେ। ପ୍ରଭୁ କିପରି ତାହାଙ୍କୁ କାରାଗାରରୁ ବାହାରକରି ଆଣିଲେ, ସେ ସବୁ କଥା ପିତର ସମାନଙ୍କେୁ ବୁଝାଇ କହିଲେ। ସେ ଏ ବିଷୟ ରେ ଯାକୁବ ଓ ଅନ୍ୟ ଭାଇମାନଙ୍କୁ ଜଣଇବୋ ପାଇଁ କହିଲେ। ତା'ପରେ ସେ ଅନ୍ୟ ସ୍ଥାନକୁ ଚ଼ାଲିଗଲେ।