1 Chronicles 12
1 ଦାଉଦ ସିଲ୍ଲଗ ରେ ଥିବା ସମୟରେ ଯେଉଁ ବ୍ଯକ୍ତିମାନେ ତାହାଙ୍କ ନିକଟକୁ ଆସିଥିଲେ, ସମାନଙ୍କେର ତାଲିକା ଏହା ଥିଲା। ଦାଉଦ ଯେତବେେଳେ କୀଶଙ୍କ ପୁତ୍ର ଶାଉଲଙ୍କଠାରୁ ଲୁଚି ରହିଥିଲେ, ସେତବେେଳେ ଏହା ଘଟିଥିଲା। ଏହି ଲୋକମାନେ ଦାଉଦଙ୍କୁ ୟୁଦ୍ଧ ସମୟରେ ସାହାୟ୍ଯ କରିଥିଲେ।
2 ଏହି ଲୋକମାନେ ଧନୁର୍ଦ୍ଧର ଥିଲେ, ଯେଉଁମାନେ ଡ଼ାହାଣ ଓ ବାମ ଉଭୟ ହସ୍ତଦ୍ବାରା ଧନୁରୁ ତୀର ମାରିପାରୁଥିଲେ। ଆହୁରି ମଧ୍ଯ, ସମାନେେ ସମାନଙ୍କେ ଡ଼ାହାଣ ଓ ବାମ, ଉଭୟ ହସ୍ତଦ୍ବାରା ବାଟୁଳି ଦ୍ବାରା ପଥର ମାରିପାରୁ ଥିଲେ। ସମାନେେ ବିନ୍ଯାମୀନୀଯ ଗୋଷ୍ଠୀବର୍ଗ ଓ ଶାଉଲଙ୍କ ଆତ୍ମୀଯ ଥିଲେ।
3 ଅହୀଯଷେର, ସମାନଙ୍କେ ନେତା ଓ ୟୋଯାଶ (ଅହୀଯଷେର ଓ ୟୋଯାଶ, ଗିବିଯାଥୀଯରୁ ଶମାଯରଙ୍କ ପୁତ୍ର ଥିଲେ।) ୟିଷୀଯଲେ ଓ ପେଲ୍ଟ ଅସ୍ମାବତଙ୍କର ପୁତ୍ର ଥିଲେ ; ଅନାେଥାତୀଯରୁ ବରାଖା ଓ ଯହେୁ ଥିଲେ।
4 ଗିବିଯୋନ ୟିଶ୍ମଯିଯ ତିରିଶ ଜଣ ବୀରଙ୍କ ମଧିଅରେ ବଳଶାଳୀ ଥିଲେ ଓ ସେ ଏହି ତିରିଶ ଜଣ ବୀରଙ୍କର ଜଣେ ନେତା ଥିଲେ। ଗଦରୋଥୀଯ ଲୋକମାନଙ୍କ ମଧ୍ଯରୁ ଯିରିମିୟ, ୟହସୀଯଲେ, ୟୋହାନନ ଓ ୟୋଷାବଦ୍ ଥିଲେ।
5 ଇଲିଯୁଷଯ, ଯିରମୋେତ୍, ବାଲିଯା, ଶମରିଯ ଓ ହରୂବଂୀଯ, ଶଫଟିଯ ;
6 ଇଲକାନା, ୟିଶିଯ, ଅସ ରେଲ, ୟୋଯଷେର ଓ ୟାଶ୍ବିଯାମ୍, କୋରହ ପରିବାରବର୍ଗର ସମସ୍ତ ଲୋକ,
7 ଗଦୋର ସହରର ୟିରୋହମଙ୍କ ପୁତ୍ର ଯାୟେଲା ଓ ସବଦିଯ ସାହସୀ ଥିଲେ।
8 ଦାଉଦଙ୍କର ମରୁଭୂମିସ୍ଥ ଦୁର୍ଗ ରେ ଗାଦ୍ ପରିବାର ବର୍ଗର କେତଜେଣ ଆସି ସଠାେରେ ବାସ କଲେ। ସମାନେେ ୟୁଦ୍ଧ ବିଦ୍ଯା ରେ ତାଲିମପ୍ରାପ୍ତ ଅତି ସାହସୀ ସୈନ୍ଯଗଣ ଥିଲେ। ସମାନେେ ବର୍ଚ୍ଛା ଓ ଢ଼ାଲ ଚାଳନା ରେ ଦକ୍ଷ ଥିଲେ। ସମାନେେ ସିଂହ ପରି ଅତି ଭୟଙ୍କର ଥିଲେ। ପର୍ବତ ରେ ହରିଣ ସଦୃଶ ଦ୍ରୁତ ଗତି ରେ ଦୌଡ଼ି ମଧ୍ଯ ପାରୁଥିଲେ।
9 ଏସର, ଗାଦ୍ ଗୋଷ୍ଠୀର ସୈନ୍ଯଦଳର ସନୋପତି ଥିଲେ। ଓବଦିଯ ଦ୍ବିତୀୟ ସନୋଧ୍ଯକ୍ଷ ଥିଲେ। ଇଲିଯାବ୍ ତୃତୀୟ ସନୋଧ୍ଯକ୍ଷ ଥିଲେ।
10 ମିଶମନ୍ନା ଚତୁର୍ଥ ସନୋଧ୍ଯକ୍ଷ ଥିଲେ, ଯିରିମିୟ ପଞ୍ଚମ ସନୋଧ୍ଯକ୍ଷ ଥିଲେ,
11 ଅତ୍ତଯ ଷଷ୍ଠ ସନୋଧ୍ଯକ୍ଷ ଥିଲେ, ଇଲୀଯଲେ ସପ୍ତମ ସନୋଧ୍ଯକ୍ଷ ଥିଲେ,
12 ୟୋହାନନ ଅଷ୍ଟମ ସନୋଧ୍ଯକ୍ଷ ଥିଲେ, ଇଲ୍ସାବଦ୍ ନବମ ସନୋଧ୍ଯକ୍ଷ ଥିଲେ,
13 ଯିରିମିୟ ଦଶମ ସନୋଧ୍ଯକ୍ଷ ଥିଲେ, ମଗ୍ବନ୍ନଯ ଏକାଦଶ ସନୋଧ୍ଯକ୍ଷ ଥିଲେ।
14 ଏହି ବ୍ଯକ୍ତିମାନେ ଗାଦର ସୈନ୍ଯଦଳର ନେତା ଥିଲେ। ସହେି ଦଳର ସବୁଠାରୁ ଦୁର୍ବଳ ବ୍ଯକ୍ତି 100 ଜଣ ଶତ୍ରୁ ସୈନ୍ଯଙ୍କ ସହତ ୟୁଦ୍ଧ କରିବା ନିମନ୍ତେ ସମର୍ଥ ଥିଲା। ଆଉ ସହେି ଦଳର ସବୁଠାରୁ ପରାକ୍ରମୀ ବ୍ଯକ୍ତି 1,000 ଜଣ ଶତ୍ରୁ ସୈନ୍ଯଙ୍କ ସହିତ ୟୁଦ୍ଧ କରିବା ନିମନ୍ତେ ସାମର୍ଥ ଥିଲା।
15 ଗାଦ ଗୋଷ୍ଠୀର ଏହି ସୈନ୍ଯମାନେ ବର୍ଷର ପ୍ରଥମ ମାସ ରେ ୟର୍ଦ୍ଦନ ନଦୀ ପାର ହାଇୟୋଇଥିଲେ। ବର୍ଷର ଏହି ସମୟରେ ୟର୍ଦ୍ଦନ ନଦୀ ବନ୍ଯା ଜଳ ରେ ପୂର୍ଣ୍ଣ ହାଇେ ରହିଥିଲା। ସମାନେେ ଉପତ୍ୟକା ରେ ବା କରୁଥିବା ସମସ୍ତ ଲୋକଙ୍କୁ ତଡ଼ି ପକାଇଥିଲେ। ସମାନେେ ସହେି ଲୋକମାନଙ୍କୁ ପୂର୍ବ ଓ ପଶ୍ଚିମ ଦିଗକୁ ତଡ଼ି ପଠାଇ ଦଇେଥିଲେ।
16 ସହେି ଦୁର୍ଗ ରେ ବିନ୍ଯାମୀନ ଓ ଯିହୁଦା ଗୋଷ୍ଠୀର ଲୋକମାନେ ମଧ୍ଯ ଆସି ଦାଉଦଙ୍କ ସହିତ ୟୋଗ ଦେଲେ।
17 ଦାଉଦ ସମାନଙ୍କେୁ ସାକ୍ଷାତ କରିବାକୁ ଗଲେ। ଦାଉଦ ସମାନଙ୍କେୁ କହିଲେ, ଯଦି ତୁମ୍ଭେ ଶାନ୍ତି ସହକା ରେ ମାେତେ ସାହାୟ୍ଯ କରିବାକୁ ଆସିଅଛ, ତବେେ ମୁଁ ତୁମ୍ଭକୁ ସ୍ବାଗତ କରୁଅଛି। ମାେ' ସହିତ ସହୟୋଗ କର। କିନ୍ତୁ ମୁଁ କୌଣସି ଭୁଲ୍ କାର୍ୟ୍ଯ କରି ନ ଥିବା ସତ୍ତ୍ବେ ଯଦି ତୁମ୍ଭେ ମାେ' ବିରୁଦ୍ଧ ରେ ଗୁପ୍ତଚର ବୃତ୍ତି କରିବାକୁ ଆସିଅଛ, ତବେେ ଆମ୍ଭମାନଙ୍କ ପୂର୍ବ ପୁରୁଷ ଗଣଙ୍କର ପରମେଶ୍ବର ତାହା ଦେଖନ୍ତୁ ଓ ସେ ତୁମ୍ଭକୁ ଦଣ୍ଡ ଦିଅନ୍ତୁ।
18 ଅମାସଯ ତିରିଶ ବୀରଙ୍କର ନେତା ଥିଲେ। ଏହାପରେ, ଆତ୍ମା ଅମାସଯଙ୍କ ଉପରେ ଅବତରଣ କଲେ, ଓ ସେ କହିଲେ,
19 ମନଃଶୀଯ ଗୋଷ୍ଠୀର କେତକେ ବ୍ଯକ୍ତି ମଧ୍ଯ ଦାଉଦଙ୍କ ସହିତ ଯୋଗ ଦେଲେ। ଦାଉଦ ଯେତବେେଳେ ପଲେଷ୍ଟୀୟମାନଙ୍କ ସହିତ ଶାଉଲଙ୍କ ବିରୁଦ୍ଧ ରେ ୟୁଦ୍ଧ କରିବାକୁ ୟାଇଥିଲେ, ସେତବେେଳେ ସମାନେେ ତାହାଙ୍କ ସହିତ ଯୋଗ ଦଇେଥିଲେ। କିନ୍ତୁ ଦାଉଦ ଓ ତାଙ୍କ ଲୋକମାନେ ପ୍ରକୃତ ରେ ପଲେଷ୍ଟୀୟମାନଙ୍କୁ ସାହାୟ୍ଯ କରି ନ ଥିଲେ। ଦାଉଦ ଯେ ସମାନଙ୍କେୁ ସାହାୟ୍ଯ କରୁଅଛନ୍ତି, ଏହା ପଲେଷ୍ଟୀୟ ନେତାମାନେ କଥାବାର୍ତ୍ତା ହେଉଥିଲେ, କିନ୍ତୁ ତା'ପରେ ସମାନେେ ତାହାଙ୍କୁ ପଠାଇଦବୋ ନିମନ୍ତେ ସ୍ଥିର କଲେ। ସହେି ଶାସକମାନେ କହିଲେ, ଯଦି ଦାଉଦ ତାଙ୍କ ମୁନିବ ଶାଉଲଙ୍କ ପାଖକୁ ଫରେିୟାଏ, ତବେେ ଆମ୍ଭମାନଙ୍କର ମୁଣ୍ଡକାଟ ହବେ !
20 ଦାଉଦ ସିକ୍ଲଗ ସହରକୁ ୟିବା ବେଳେ ମନଃଶିର ଏହି ଲୋକମାନେ ତାଙ୍କ ସହିତ ୟୋଗ ଦଇେଥିଲେ ; ଅଦ୍ନହ, ୟୋଷାବଦ୍, ୟିଦୀଯଲେ, ମୀଖାଯଲେ, ୟୋଷାବଦ୍, ଇଲିହୂ, ଓ ସିଲ୍ଲଥଯ। ଯେଉଁମାନେ ମନଃଶିର 1,000 ଜଣ ସୈନ୍ଯଙ୍କର ମୁଖ୍ଯ ଥିଲେ।
21 ସମାନେେ ମନ୍ଦ ଲୋକମାନଙ୍କ ବିରୁଦ୍ଧ ରେ ୟୁଦ୍ଧ କରିବା ନିମନ୍ତେ ଦାଉଦଙ୍କୁ ସାହାୟ୍ଯ କରୁଥିଲେ। ଏହି ମନ୍ଦ ଲୋକମାନେ ଦେଶସାରା ବ୍ଯାପି ୟାଇଥିଲେ ଓ ଲୋକମାଙ୍କର ଜିନିଷପତ୍ର ଚେୀରି କରିନଇେ ଯାଉଥିଲେ। ମନଃଶିର ଏହି ଲୋକମାନେ ଦୁଃସାହସୀ ସୈନ୍ଯ ଥିଲେ। ସମାନେେ ଦାଉଦଙ୍କ ସୈନ୍ଯଦଳର ସନୋଧ୍ଯକ୍ଷ ହେଲେ।
22 ଦାଉଦ୍ଙ୍କୁ ସାହାୟ୍ଯ କରିବା ନିମନ୍ତେ ପ୍ରେତ୍ୟକକ ଦିନ ଅଧିକରୁ ଅଧିକ ସଂଖ୍ଯକ ଲୋକ ଆସିବାକୁ ଲାଗିଲେ। ତେଣୁ ଦାଉଦଙ୍କର ଏକ ବିଶାଳ ଓ ମହାପରାକ୍ରମୀ ସୈନ୍ଯଦଳ ହେଲା।
23 ହିବ୍ରୋଣ ସହର ରେ ଦାଉଦଙ୍କ ନିକଟକୁ ଆସିଥିବା ଲୋକମାନଙ୍କର ସଂଖ୍ଯା ଏହିପରି ଥିଲା। ଏହି ଲୋକମାନେ ୟୁଦ୍ଧ ନିମନ୍ତେ ସଦା ପ୍ରସ୍ତୁତ ଥିଲେ। ସମାନେେ ଶାଉଲଙ୍କ ରାଜ୍ଯକୁ ଦାଉଦଙ୍କ ହସ୍ତ ରେ ଅର୍ପଣ କରିବାକୁ ଆସିଥିଲେ। ଏହା ହିଁ ଘଟିବ ବୋଲି ସଦାପ୍ରଭୁ କହିଥିଲେ। ସମାନଙ୍କେ ସଂଖ୍ଯା ଏହିପରି ଥିଲା।
24 ଯିହୁଦା ଗୋଷ୍ଠୀରୁ 6,800 ଲୋକ ୟୁଦ୍ଧ ନିମନ୍ତେ ପ୍ରସ୍ତୁତ ଥିଲେ। ସମାନେେ ଢ଼ାଲ ଓ ବର୍ଚ୍ଛା ବହନ କରୁଥିଲେ।
25 ଶିମିୟୋନ ଗୋଷ୍ଠୀରୁ 7,100 ଲୋକ ଥିଲେ। ୟୁଦ୍ଧ ନିମନ୍ତେ ପ୍ରସ୍ତୁତ ସମାନେେ ସାହସୀ ସୈନ୍ଯଗଣ ଥିଲେ।
26 ଲବେୀ ଗୋଷ୍ଠୀରୁ 4,600 ଲୋକ ଥିଲେ।
27 ଯିହାୟୋଦାରଦା ସହେି ଦଳ ରେ ଥିଲେ। ସେ ହାରୋଣଙ୍କ ପରିବାରର ମୁଖ୍ଯ ଥିଲେ। ଯିହାୟୋଦାରଦାଙ୍କ ସହିତ 3,700 ଲୋକ ଥିଲେ।
28 ସାଦୋକ୍ ମଧ୍ଯ ସହେି ଦଳ ରେ ଥିଲେ। ସେ ଜଣେ ସାହସୀ ୟୁବା ସୈନ୍ଯ ଥିଲେ। ସେ ତାଙ୍କ ପରିବାରର ବାଇଶ ଜଣ କାର୍ୟ୍ଯକାରୀଙ୍କ ସହିତ ଆସିଲେ।
29 ବିନ୍ଯାମୀନ ଗୋଷ୍ଠୀରୁ 3,000 ଲୋକ ଥିଲେ। ସମାନେେ ଶାଉଲଙ୍କ ଆତ୍ମୀଯ ଥିଲେ। ସହେି ପର୍ୟ୍ଯନ୍ତ ସମାନଙ୍କେ ମଧ୍ଯରୁ ଅଧିକାଂଶ ଶାଉଲଙ୍କ ପରିବାର ପ୍ରତି ବିଶ୍ବସ୍ତ ଥିଲେ।
30 ଇଫ୍ରଯିମ ଗୋଷ୍ଠୀରୁ 20,800 ଲୋକ ଥିଲେ। ସମାନେେ ସାହସୀ ସୈନ୍ଯ ଥିଲେ। ସମାନେେ ନିଜର ପରିବାର ରେ ଅତି ପ୍ରସିଦ୍ଧ ଥିଲେ।
31 ମନଃଶି ଅର୍ଦ୍ଧକେ ଗୋଷ୍ଠୀରୁ 18,000 ଲୋକ ଥିଲେ। ଦାଉଦଙ୍କୁ ରାଜା କରିବା ପାଇଁ ସମାନଙ୍କେୁ ନାମ ଧରି ଡକା ୟାଇଥିଲା।
32 ଇଷାଖର ଗୋଷ୍ଠୀରୁ 200 ଜଣ ଜ୍ଞାନୀ ନେତା ଥିଲେ। ସହେି ବ୍ଯକ୍ତିମାନେ ଇଶ୍ରାୟେଲ ନିମନ୍ତେ ଯଥାର୍ଥ ସମୟରେ କି ପ୍ରକାର କର୍ମ କରିବା ଉଚିତ୍, ତାହା ବୁଝିପାରୁଥିଲେ। ସମାନଙ୍କେର ଆତ୍ମୀଯମାନେ ସମାନଙ୍କେ ସହିତ ରେ ଓ ସମାନଙ୍କେ ଅଧୀନ ରେ ଥିଲେ।
33 ସବୂଲୂନ ଗୋଷ୍ଠୀରୁ 50,000 ସୈନ୍ଯ ଥିଲେ। ସମାନେେ ସବୁପ୍ରକାର ଅସ୍ତ୍ରଶସ୍ତ୍ର ବ୍ଯବହାର କରିବା ନିମନ୍ତେ ତାଲିମପ୍ରାପ୍ତ ହାଇେଥିଲେ । ଏବଂ ଦାଉଦଙ୍କୁ ବିନା ସନ୍ଦହେ ରେ ସାହାୟ୍ଯ କଲେ।
34 ନପ୍ତଲି ଗୋଷ୍ଠୀ 1,000 କାର୍ୟ୍ଯକାରୀ ଥିଲେ। ସମାନଙ୍କେ ସହିତ 37,000 ଲୋକ ଥିଲେ। ଏହି ଲୋକମାନେ ଢ଼ାଲ ଓ ବର୍ଚ୍ଛାଧାରୀ ଥିଲେ।
35 ଦାନୀଯ ଗୋଷ୍ଠୀ 28,600 ଲୋକ ୟୁଦ୍ଧ ନିମନ୍ତେ ପ୍ରସ୍ତୁତ ହାଇେ ରହିଥିଲେ।
36 ଆଶରେ ଗୋଷ୍ଠୀରୁ 40,000 ତାଲିମପ୍ରାପ୍ତ ସୈନ୍ଯ ୟୁଦ୍ଧ ନିମନ୍ତେ ପ୍ରସ୍ତୁତ ହାଇେ ରହିଥିଲେ।
37 ୟର୍ଦ୍ଦନ ନଦୀର ପୂର୍ବ ଦିଗରୁ ରୁବନ୍େ, ଗାଦ ଓ ମନଃଶିର ଅର୍ଦ୍ଧକେ ପରିବାରବର୍ଗର 1,20,000 ଲୋକ ଥିଲେ। ଏହି ଲୋକମାନଙ୍କ ନିକଟରେ ସବୁ ପ୍ରକାରର ଅସ୍ତ୍ରଶସ୍ତ୍ର ଥିଲା।
38 ସହେି ସମସ୍ତ ଲୋକମାନେ ସାହସୀ ସୈନ୍ଯ ଥିଲେ। ସମାନେେ ସମ୍ପୂର୍ଣ୍ଣ ଏକମତ ହାଇେ ଦାଉଦଙ୍କୁ ଇଶ୍ରାୟେଲର ରାଜା କରିବା ନିମନ୍ତେ ହିବ୍ରୋଣ ସହରକୁ ଆସିଥିଲେ। ଇଶ୍ରାୟେଲର ଅବଶିଷ୍ଟ ସମସ୍ତ ଲୋକ ମଧ୍ଯ ଦାଉଦଙ୍କୁ ରାଜା କରିବା ନିମନ୍ତେ ସମ୍ମତ ହାଇେଥିଲେ।
39 ସହେି ଲୋକମାନେ ଦାଉଦଙ୍କ ସହିତ ହିବ୍ରୋଣ ରେ ତିନିଦିନ କଟାଇଲେ। ସମାନେେ ଭୋଜନ କଲେ ଓ ପାନ କଲେ, କାରଣ ସମାନଙ୍କେର ଆତ୍ମୀଯମାନେ ସମାନଙ୍କେ ନିମନ୍ତେ ଖାଦ୍ୟ ପ୍ରସ୍ତୁତ କରୁଥିଲେ।
40 ଆହୁରି ମଧ୍ଯ ସମାନଙ୍କେର ପଡ଼ୋଶୀ ଇଷାଖର, ସବଲୂନ୍ ଓ ନପ୍ତାଲି ଗୋଷ୍ଠୀର ଲୋକମାନେ ଗଧ, ଓଟ, ଖଚର ଓ ବଳଦ ଉପରେ ଖାଦ୍ୟଦ୍ରବ୍ଯ ଲଦି ସମାନଙ୍କେ ନିକଟକୁ ଆଣୁଥିଲେ। ସମାନେେ ବହୁତ ପରିମାଣ ରେ ମଇଦା, ଡ଼ିମ୍ବିରି ଫଳରୁ ପ୍ରସ୍ତୁତ ପିଠା, କିସମିସ୍, ଦ୍ରାକ୍ଷାରସ, ତୈଳ, ଗୋପଲ ଓ ମଷେପଲ ନଇେ ଆସୁଥିଲେ। ଇଶ୍ରାୟେଲ ଲୋକମାନେ ଅତ୍ଯନ୍ତ ଆନନ୍ଦିତ ଥିଲେ।
1 Now these are they that came to David to Ziklag, while he yet kept himself close because of Saul the son of Kish: and they were among the mighty men, helpers of the war.
2 They were armed with bows, and could use both the right hand and the left in hurling stones and shooting arrows out of a bow, even of Saul’s brethren of Benjamin.
3 The chief was Ahiezer, then Joash, the sons of Shemaah the Gibeathite; and Jeziel, and Pelet, the sons of Azmaveth; and Berachah, and Jehu the Antothite,
4 And Ismaiah the Gibeonite, a mighty man among the thirty, and over the thirty; and Jeremiah, and Jahaziel, and Johanan, and Josabad the Gederathite,
5 Eluzai, and Jerimoth, and Bealiah, and Shemariah, and Shephatiah the Haruphite,
6 Elkanah, and Jesiah, and Azareel, and Joezer, and Jashobeam, the Korhites,
7 And Joelah, and Zebadiah, the sons of Jeroham of Gedor.
8 And of the Gadites there separated themselves unto David into the hold to the wilderness men of might, and men of war fit for the battle, that could handle shield and buckler, whose faces were like the faces of lions, and were as swift as the roes upon the mountains;
9 Ezer the first, Obadiah the second, Eliab the third,
10 Mishmannah the fourth, Jeremiah the fifth,
11 Attai the sixth, Eliel the seventh,
12 Johanan the eighth, Elzabad the ninth,
13 Jeremiah the tenth, Machbanai the eleventh.
14 These were of the sons of Gad, captains of the host: one of the least was over an hundred, and the greatest over a thousand.
15 These are they that went over Jordan in the first month, when it had overflown all his banks; and they put to flight all them of the valleys, both toward the east, and toward the west.
16 And there came of the children of Benjamin and Judah to the hold unto David.
17 And David went out to meet them, and answered and said unto them, If ye be come peaceably unto me to help me, mine heart shall be knit unto you: but if ye be come to betray me to mine enemies, seeing there is no wrong in mine hands, the God of our fathers look thereon, and rebuke it.
18 Then the spirit came upon Amasai, who was chief of the captains, and he said, Thine are we, David, and on thy side, thou son of Jesse: peace, peace be unto thee, and peace be to thine helpers; for thy God helpeth thee. Then David received them, and made them captains of the band.
19 And there fell some of Manasseh to David, when he came with the Philistines against Saul to battle: but they helped them not: for the lords of the Philistines upon advisement sent him away, saying, He will fall to his master Saul to the jeopardy of our heads.
20 As he went to Ziklag, there fell to him of Manasseh, Adnah, and Jozabad, and Jediael, and Michael, and Jozabad, and Elihu, and Zilthai, captains of the thousands that were of Manasseh.
21 And they helped David against the band of the rovers: for they were all mighty men of valour, and were captains in the host.
22 For at that time day by day there came to David to help him, until it was a great host, like the host of God.
23 And these are the numbers of the bands that were ready armed to the war, and came to David to Hebron, to turn the kingdom of Saul to him, according to the word of the Lord.
24 The children of Judah that bare shield and spear were six thousand and eight hundred, ready armed to the war.
25 Of the children of Simeon, mighty men of valour for the war, seven thousand and one hundred.
26 Of the children of Levi four thousand and six hundred.
27 And Jehoiada was the leader of the Aaronites, and with him were three thousand and seven hundred;
28 And Zadok, a young man mighty of valour, and of his father’s house twenty and two captains.
29 And of the children of Benjamin, the kindred of Saul, three thousand: for hitherto the greatest part of them had kept the ward of the house of Saul.
30 And of the children of Ephraim twenty thousand and eight hundred, mighty men of valour, famous throughout the house of their fathers.
31 And of the half tribe of Manasseh eighteen thousand, which were expressed by name, to come and make David king.
32 And of the children of Issachar, which were men that had understanding of the times, to know what Israel ought to do; the heads of them were two hundred; and all their brethren were at their commandment.
33 Of Zebulun, such as went forth to battle, expert in war, with all instruments of war, fifty thousand, which could keep rank: they were not of double heart.
34 And of Naphtali a thousand captains, and with them with shield and spear thirty and seven thousand.
35 And of the Danites expert in war twenty and eight thousand and six hundred.
36 And of Asher, such as went forth to battle, expert in war, forty thousand.
37 And on the other side of Jordan, of the Reubenites, and the Gadites, and of the half tribe of Manasseh, with all manner of instruments of war for the battle, an hundred and twenty thousand.
38 All these men of war, that could keep rank, came with a perfect heart to Hebron, to make David king over all Israel: and all the rest also of Israel were of one heart to make David king.
39 And there they were with David three days, eating and drinking: for their brethren had prepared for them.
40 Moreover they that were nigh them, even unto Issachar and Zebulun and Naphtali, brought bread on asses, and on camels, and on mules, and on oxen, and meat, meal, cakes of figs, and bunches of raisins, and wine, and oil, and oxen, and sheep abundantly: for there was joy in Israel.
Leviticus 6 in Tamil and English
1 യഹോവ പിന്നെയും മോശെയോടു അരുളിച്ചെയ്തതു എന്തെന്നാൽ:
And the Lord spake unto Moses, saying,
2 ആരെങ്കിലും പിഴെച്ചു യഹോവയോടു അതിക്രമം ചെയ്തു തന്റെ പക്കൽ ഏല്പിച്ച വസ്തുവിനെയോ പണയം വെച്ചതിനെയോ മോഷണകാര്യത്തെയോ സംബന്ധിച്ചു കൂട്ടുകാരനോടു ഭോഷ്കു പറക എങ്കിലും കൂട്ടുകാരനോടു വഞ്ചന ചെയ്ക എങ്കിലും
If a soul sin, and commit a trespass against the Lord, and lie unto his neighbour in that which was delivered him to keep, or in fellowship, or in a thing taken away by violence, or hath deceived his neighbour;
3 കണാതെപോയ വസ്തു കണ്ടിട്ടു അതിനെക്കുറിച്ചു ഭോഷ്കുപറഞ്ഞു മനുഷ്യൻ പിഴെക്കുന്ന ഈ വക വല്ല കാര്യത്തിലും കള്ളസ്സത്യം ചെയ്കയെങ്കിലും ചെയ്തിട്ടു
Or have found that which was lost, and lieth concerning it, and sweareth falsely; in any of all these that a man doeth, sinning therein:
4 അവൻ പിഴെച്ചു കുറ്റക്കാരനായാൽ താൻ മോഷ്ടിച്ചതോ വഞ്ചിച്ചെടുത്തതോ തന്റെ പക്കൽ ഏല്പിച്ചതോ കാണാതെ പോയിട്ടു താൻ കണ്ടാതോ
Then it shall be, because he hath sinned, and is guilty, that he shall restore that which he took violently away, or the thing which he hath deceitfully gotten, or that which was delivered him to keep, or the lost thing which he found,
5 താൻ കള്ളസ്സത്യം ചെയ്തു എടുത്തതോ ആയതൊക്കെയും മുതലോടു അഞ്ചിലൊന്നു കൂട്ടി പകരം കൊടുക്കേണം; അകൃത്യയാഗം കഴിക്കുന്ന നാളിൽ അവൻ അതു ഉടമസ്ഥന്നു കൊടുക്കേണം.
Or all that about which he hath sworn falsely; he shall even restore it in the principal, and shall add the fifth part more thereto, and give it unto him to whom it appertaineth, in the day of his trespass offering.
6 അകൃത്യയാഗത്തിന്നായിട്ടു അവൻ നിന്റെ മതിപ്പുപോലെ ഊനമില്ലാത്ത ഒരു ആട്ടുകൊറ്റനെ യഹോവെക്കു അകൃത്യയാഗമായി പുരോഹിതന്റെ അടുക്കൽ കൊണ്ടുവരേണം.
And he shall bring his trespass offering unto the Lord, a ram without blemish out of the flock, with thy estimation, for a trespass offering, unto the priest:
7 പുരോഹിതൻ യഹോവയുടെ സന്നിധിയിൽ അവന്നുവേണ്ടി പ്രായശ്ചിത്തം കഴിക്കേണം; എന്നാൽ അവൻ അകൃത്യമായി ചെയ്തതൊക്കെയും അവനോടു ക്ഷമിക്കും.
And the priest shall make an atonement for him before the Lord: and it shall be forgiven him for any thing of all that he hath done in trespassing therein.
8 യഹോവ പിന്നെയും മോശെയോടു അരുളിച്ചെയ്തതു:
And the Lord spake unto Moses, saying,
9 നീ അഹരോനോടും പുത്രന്മാരോടും കല്പിക്കേണ്ടതു എന്തെന്നാൽ: ഹോമ യാഗത്തിന്റെ പ്രമാണമാവിതു: ഹോമയാഗം രാത്രി മുഴുവനും ഉഷസ്സുവരെ യാഗപീഠത്തിന്മേലുള്ള വിറകിന്മേൽ ഇരിക്കയും യാഗപീഠത്തിലെ തീ അതിനാൽ കത്തിക്കൊണ്ടിരിക്കയും വേണം.
Command Aaron and his sons, saying, This is the law of the burnt offering: It is the burnt offering, because of the burning upon the altar all night unto the morning, and the fire of the altar shall be burning in it.
10 പുരോഹിതൻ പഞ്ഞിനൂൽകൊണ്ടുള്ള അങ്കി ധരിച്ചു പഞ്ഞിനൂൽകൊണ്ടുള്ള കാൽ ചട്ടയാൽ തന്റെ നഗ്നത മറെച്ചുകൊണ്ടു യാഗപീഠത്തിന്മേൽ ഹോമയാഗം ദഹിച്ചുണ്ടായ വെണ്ണീർ എടുത്തു യാഗപീഠത്തിന്റെ ഒരു വശത്തു ഇടേണം.
And the priest shall put on his linen garment, and his linen breeches shall he put upon his flesh, and take up the ashes which the fire hath consumed with the burnt offering on the altar, and he shall put them beside the altar.
11 അവൻ വസ്ത്രം മാറി വേറെ വസ്ത്രം ധരിച്ചു പാളയത്തിന്നു പുറത്തു വെടിപ്പുള്ള ഒരു സ്ഥലത്തു വെണ്ണീർ കൊണ്ടുപോകേണം.
And he shall put off his garments, and put on other garments, and carry forth the ashes without the camp unto a clean place.
12 യാഗപീഠത്തിൽ തീ കെട്ടുപോകാതെ കത്തിക്കൊണ്ടിരിക്കേണം; പുരോഹിതൻ ഉഷസ്സുതോറും അതിന്മേൽ വിറകു കത്തിച്ചു ഹോമയാഗം അടുക്കി വെച്ചു അതിൻ മീതെ സാമാധാനയാഗങ്ങളുടെ മേദസ്സു ദഹിപ്പിക്കേണം.
And the fire upon the altar shall be burning in it; it shall not be put out: and the priest shall burn wood on it every morning, and lay the burnt offering in order upon it; and he shall burn thereon the fat of the peace offerings.
13 യാഗപീഠത്തിന്മേൽ തീ കെട്ടുപോകാതെ എപ്പോഴും കത്തിക്കൊണ്ടിരിക്കേണം.
The fire shall ever be burning upon the altar; it shall never go out.
14 ഭോജനയാഗത്തിന്റെ പ്രമാണമാവിതു: അഹരോന്റെ പുത്രന്മാർ യഹോവയുടെ സന്നിധിയിൽ യാഗപീഠത്തിന്റെ മുമ്പിൽ അതു അർപ്പിക്കേണം.
And this is the law of the meat offering: the sons of Aaron shall offer it before the Lord, before the altar.
15 ഭോജനയാഗത്തിന്റെ നേരിയ മാവിൽനിന്നും എണ്ണയിൽനിന്നും കൈനിറച്ചും ഭോജനയാഗത്തിന്മേലുള്ള കുന്തുരുക്കം മുഴുവനും എടുത്തു നിവേദ്യമായി യാഗ പീഠത്തിന്മേൽ യഹോവെക്കു സൌരഭ്യവാസനയായി ദഹിപ്പിക്കേണം.
And he shall take of it his handful, of the flour of the meat offering, and of the oil thereof, and all the frankincense which is upon the meat offering, and shall burn it upon the altar for a sweet savour, even the memorial of it, unto the Lord.
16 അതിന്റെ ശേഷിപ്പു അഹരോനും പുത്രന്മാരും തിന്നേണം; ഒരു വിശുദ്ധസ്ഥലത്തു വെച്ചു അതു പുളിപ്പില്ലാത്തതായി തിന്നേണം; സമാഗമനക്കുടാരത്തിന്റെ പ്രാകാരത്തിൽവെച്ചു അതു തിന്നേണം.
And the remainder thereof shall Aaron and his sons eat: with unleavened bread shall it be eaten in the holy place; in the court of the tabernacle of the congregation they shall eat it.
17 അതു പുളിച്ച മാവു കൂട്ടി ചുടരുതു; എന്റെ ദഹനയാഗങ്ങളിൽനിന്നു അതു ഞാൻ അവരുടെ ഓഹരിയായി കൊടുത്തിരിക്കുന്നു; അതു പാപയാഗംപോലെയും അകൃത്യ യാഗംപോലെയും അതിവിശുദ്ധം.
It shall not be baken with leaven. I have given it unto them for their portion of my offerings made by fire; it is most holy, as is the sin offering, and as the trespass offering.
18 അഹരോന്റെ മക്കളിൽ ആണുങ്ങൾക്കു ഒക്കെയും അതു തിന്നാം; യഹോവയുടെ ദഹനയാഗങ്ങളിൽ അതു നിങ്ങൾക്കു തലമുറതലമുറയായി ശാശ്വതാവകാശം ആകുന്നു; അതിനെ തൊടുന്നവൻ എല്ലാം വിശുദ്ധനായിരിക്കേണം.
All the males among the children of Aaron shall eat of it. It shall be a statute for ever in your generations concerning the offerings of the Lord made by fire: every one that toucheth them shall be holy.
19 യഹോവ പിന്നെയും മോശെയോടു അരുളിച്ചെയ്തതു എന്തെന്നാൽ:
And the Lord spake unto Moses, saying,
20 അഹരോന്നു അഭിഷേകം കഴിയുന്ന ദിവസം അവനും പുത്രന്മാരും യഹോവെക്കു കഴിക്കേണ്ടുന്ന വഴിപാടാവിതു: ഒരു ഇടങ്ങഴി നേരിയ മാവിൽ പാതി രാവിലേയും പാതി വൈകുന്നേരവും നിരന്തരഭോജനയാഗമായി അർപ്പിക്കേണം.
This is the offering of Aaron and of his sons, which they shall offer unto the Lord in the day when he is anointed; the tenth part of an ephah of fine flour for a meat offering perpetual, half of it in the morning, and half thereof at night.
21 അതു എണ്ണ ചേർത്തു ചട്ടിയിൽ ചുടേണം; അതു കുതിർത്തു കൊണ്ടുവരേണം; ചുട്ട കഷണങ്ങൾ ഭോജനയാഗമായി യഹോവെക്കു സൌരഭ്യവാസനയായി അർപ്പിക്കേണം.
In a pan it shall be made with oil; and when it is baken, thou shalt bring it in: and the baken pieces of the meat offering shalt thou offer for a sweet savour unto the Lord.
22 അവന്റെ പുത്രന്മാരിൽ അവന്നു പകരം അഭിഷേകം പ്രാപിക്കുന്ന പുരോഹിതനും അതു അർപ്പിക്കേണം; എന്നേക്കുമുള്ള ചട്ടമായി അതു മുഴുവനും യഹോവെക്കു ദഹിപ്പിക്കേണം;
And the priest of his sons that is anointed in his stead shall offer it: it is a statute for ever unto the Lord; it shall be wholly burnt.
23 പുരോഹിതന്റെ ഭോജനയാഗം മുഴുവനും ദഹിപ്പിക്കേണം അതു തിന്നരുതു.
For every meat offering for the priest shall be wholly burnt: it shall not be eaten.
24 യഹോവ പിന്നെയും മോശെയോടു അരുളിച്ചെയ്തതു:
And the Lord spake unto Moses, saying,
25 നീ അഹരോനോടും പുത്രന്മാരോടും പറയേണ്ടതു എന്തെന്നാൽ: പാപയാഗത്തിന്റെ പ്രമാണമാവിതു: ഹോമയാഗമൃഗത്തെ അറുക്കുന്ന സ്ഥലത്തുവെച്ചു പാപയാഗമൃഗത്തെയും യഹോവയുടെ സന്നിധിയിൽ അറുക്കേണം; അതു അതിവിശുദ്ധം.
Speak unto Aaron and to his sons, saying, This is the law of the sin offering: In the place where the burnt offering is killed shall the sin offering be killed before the Lord: it is most holy.
26 പാപത്തിന്നുവേണ്ടി അതു അർപ്പിക്കുന്ന പുരോഹിതൻ അതു തിന്നേണം; സമാഗമനക്കുടാരത്തിന്റെ പ്രാകാരത്തിൽ ഒരു വിശുദ്ധസ്ഥലത്തുവെച്ചു അതു തിന്നേണം.
The priest that offereth it for sin shall eat it: in the holy place shall it be eaten, in the court of the tabernacle of the congregation.
27 അതിന്റെ മാംസം തൊടുന്നവൻ എല്ലാം വിശുദ്ധനായിരിക്കേണം; അതിന്റെ രക്തം ഒരു വസ്ത്രത്തിൽ തെറിച്ചാൽ അതു വീണതു ഒരു വിശുദ്ധസ്ഥലത്തുവെച്ചു കഴുകേണം.
Whatsoever shall touch the flesh thereof shall be holy: and when there is sprinkled of the blood thereof upon any garment, thou shalt wash that whereon it was sprinkled in the holy place.
28 അതു വേവിച്ച മൺപാത്രം ഉടെച്ചുകളയേണം; ചെമ്പുകലത്തിൽ വേവിച്ചു എങ്കിൽ അതു തേച്ചു മഴക്കി വെള്ളംകൊണ്ടു കഴുകേണം.
But the earthen vessel wherein it is sodden shall be broken: and if it be sodden in a brasen pot, it shall be both scoured, and rinsed in water.
29 പുരോഹിതകുലത്തിലെ ആണുങ്ങളൊക്കെയും അതു തിന്നേണം; അതു അതിവിശുദ്ധം.
All the males among the priests shall eat thereof: it is most holy.
30 എന്നാൽ വിശുദ്ധമന്ദിരത്തിൽ പ്രായശ്ചിത്തം കഴിപ്പാൻ സാമഗമനക്കുടാരത്തിന്നകത്തു രക്തം കൊണ്ടുവരുന്ന പാപയാഗത്തെ തിന്നരുതു; അതു തീയിൽ ഇട്ടു ചുട്ടുകളയേണം.
And no sin offering, whereof any of the blood is brought into the tabernacle of the congregation to reconcile withal in the holy place, shall be eaten: it shall be burnt in the fire.