1 Chronicles 17:27
ହେ ସଦାପ୍ରଭୁ, ତୁମ୍ଭେ ସ୍ବଯଂ ମାରେ ପରିବାରକୁ ଆଶୀର୍ବାଦ କରିଅଛ, ତେଣୁ ମାରେ ପରିବାର ପ୍ରକୃତ ରେ ଚିରକାଳ ନିମନ୍ତେ ଆଶୀର୍ବାଦ ପ୍ରାପ୍ତ ହବେ।
Now | וְעַתָּ֗ה | wĕʿattâ | veh-ah-TA |
therefore let it please | הוֹאַ֙לְתָּ֙ | hôʾaltā | hoh-AL-TA |
thee to bless | לְבָרֵךְ֙ | lĕbārēk | leh-va-rake |
אֶת | ʾet | et | |
the house | בֵּ֣ית | bêt | bate |
of thy servant, | עַבְדְּךָ֔ | ʿabdĕkā | av-deh-HA |
be may it that | לִֽהְי֥וֹת | lihĕyôt | lee-heh-YOTE |
before | לְעוֹלָ֖ם | lĕʿôlām | leh-oh-LAHM |
ever: for thee | לְפָנֶ֑יךָ | lĕpānêkā | leh-fa-NAY-ha |
for | כִּֽי | kî | kee |
thou | אַתָּ֤ה | ʾattâ | ah-TA |
blessest, | יְהוָה֙ | yĕhwāh | yeh-VA |
Lord, O | בֵּרַ֔כְתָּ | bēraktā | bay-RAHK-ta |
and it shall be blessed | וּמְבֹרָ֖ךְ | ûmĕbōrāk | oo-meh-voh-RAHK |
for ever. | לְעוֹלָֽם׃ | lĕʿôlām | leh-oh-LAHM |
Cross Reference
Genesis 27:33
ଏହାପରେ ଇସ୍ହାକ ବହୁତ ବ୍ଯସ୍ତ ହେଲେ ଏବଂ କହିଲେ, ତବେେ ସିଏ କିଏ ଥିଲା। ଯେ ପ୍ରଥମେ ତୁମ୍ଭ ପୂର୍ବରୁ ରନ୍ଧାମାଂସ ଧରି ଆସିଥିଲା? ମୁଁ ତାହା ଖାଇ ତାଙ୍କୁ ଆଶିର୍ବାଦ କଲି। ବର୍ତ୍ତମାନ ମାରେଆଶୀର୍ବାଦ ଫରୋଇବା ପାଇଁ ଡ଼ରେି ହାଇେଛି।
Psalm 72:17
ରାଜାଙ୍କର ପ୍ରସିଦ୍ଧ ସର୍ବଦା ଅକ୍ଷୁର୍ଣ୍ଣ ରହୁ। ଆକାଶରେ ସୂର୍ୟ୍ଯ ଥିବା ପର୍ୟ୍ଯନ୍ତ ଲୋକମାନେ ତାଙ୍କର ନାମକୁ ମନେ ରଖନ୍ତୁ। ସମସ୍ତ ପ୍ରଜା ତାଙ୍କ ୟୋଗୁଁ ଆଶୀର୍ବାଦ ପାଆନ୍ତୁ ଓ ସମସ୍ତ ଜାତିଗଣ ତାଙ୍କୁ ପ୍ରଶଂସା କରନ୍ତୁ।
Romans 11:29
ପରମେଶ୍ବର ଯେଉଁମାନଙ୍କୁ ଡାକନ୍ତି ଓ ଯେଉଁ ଦାନଗୁଡିକ ଦିଅନ୍ତି; ସମାନଙ୍କେ ପ୍ରତି ପରମେଶ୍ବର ନିଜର ମନ କବେେ ହେଲେ ପରିବର୍ତ୍ତନ କରନ୍ତି ନାହିଁ।
Ephesians 1:3
ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ପିତା ଓ ପରମେଶ୍ବରଙ୍କ ପ୍ରଶଂସା ହେଉ। ଖ୍ରୀଷ୍ଟଙ୍କଠା ରେ ବିଶ୍ବାସ ଥିବା ହତେୁ ପରମେଶ୍ବର ଆମ୍ଭକୁ ସ୍ବର୍ଗ ରେ ସମସ୍ତ ଆଧ୍ଯାତ୍ମିକ ଆଶୀର୍ବାଦ ଦଇେଛନ୍ତି।