1 Chronicles 29:18 ହେ ସଦାପ୍ରଭୁ, ତୁମ୍ଭେ ଆମ୍ଭମାନଙ୍କର ପୂର୍ବପୁରୁଷ ଅବ୍ରହାମ, ଇସ୍ହାକ୍ ଓ ଇଶ୍ରାୟେଲଙ୍କର ପରମେଶ୍ବର ଅଟ। ଅନୁଗ୍ରହ କରି ଯଥାର୍ଥ ବିଷଯ ଯୋଜନା କରିବାକୁ ତୁମ୍ଭର ଲୋକମାନଙ୍କୁ ସାହାୟ୍ଯ କର। ତୁମ୍ଭ ପ୍ରତି ଅନୁଗତ ଓ ବିଶ୍ବସ୍ତ ହବୋ ନିମନ୍ତେ ସମାନଙ୍କେୁ ସାହାୟ୍ଯ କର।
1 Chronicles 29:18 in Other Translations
King James Version (KJV) O LORD God of Abraham, Isaac, and of Israel, our fathers, keep this for ever in the imagination of the thoughts of the heart of thy people, and prepare their heart unto thee:
American Standard Version (ASV) O Jehovah, the God of Abraham, of Isaac, and of Israel, our fathers, keep this for ever in the imagination of the thoughts of the heart of thy people, and prepare their heart unto thee;
Bible in Basic English (BBE) O Lord, the God of Abraham, of Isaac, and of Israel, our fathers, keep this for ever in the deepest thoughts of your people, and let their hearts be fixed and true to you;
Darby English Bible (DBY) Jehovah, God of Abraham, of Isaac, and of Israel, our fathers, keep this for ever in the imagination of the thoughts of the heart of thy people, and direct their hearts to thee!
Webster's Bible (WBT) O LORD God of Abraham, Isaac, and of Israel, our fathers, keep this for ever in the imagination of the thoughts of the heart of thy people, and prepare their heart to thee:
World English Bible (WEB) Yahweh, the God of Abraham, of Isaac, and of Israel, our fathers, keep this forever in the imagination of the thoughts of the heart of your people, and prepare their heart to you;
Young's Literal Translation (YLT) `O Jehovah, God of Abraham, Isaac, and Israel, our fathers, keep this to the age for the imagination of the thoughts of the heart of Thy people, and prepare their heart unto Thee;
Read Full Chapter :
1 Chronicles 29
Cross Reference
ଏବ୍ରୀମାନଙ୍କ ନିକଟକୁ ପତ୍ର 13:21
ମୁଁ ପ୍ରାର୍ଥନା କରୁଛି, ଯେ ତାହାଙ୍କୁ ପ୍ରସନ୍ନ କଲାଭଳି କାର୍ୟ୍ଯଗୁଡ଼ିକ ପରମେଶ୍ବର ଆମ୍ଭ ଦ୍ବାରା କରାଉଥାଆନ୍ତୁ। ଯୀଶୁଖ୍ରୀଷ୍ଟଙ୍କ ମାଧ୍ଯମ ରେ ସେ ଏପରି କରନ୍ତୁ ବୋଲି ମୁଁ କହୁଛି। ସଦାସର୍ବଦା ଯୀଶୁଙ୍କ ମହିମା ହେଉ। ଆମେନ୍ !
ଆଦି ପୁସ୍ତକ 6:5
ସଦାପ୍ରଭୁ ଦେଖିଲେ ପୃଥିବୀର ଲୋକମାନେ ବହୁତ ମନ୍ଦ ଥିଲେ। ସଦାପ୍ରଭୁ ଦେଖିଲେ ଯେ, ଲୋକମାନେ ସର୍ବଦା କବଳେ ମନ୍ଦ ବିଷଯ ଚ଼ିନ୍ତା କରୁଛନ୍ତି।
ଯାତ୍ରା ପୁସ୍ତକ 3:6
ଆମ୍ଭେ ତୁମ୍ଭ ପୂର୍ବପୁରୁଷମାନଙ୍କର ପରମେଶ୍ବର ଅଟୁ। ଆମ୍ଭେ ଅବ୍ରହାମଙ୍କର ପରମେଶ୍ବର ଅଟୁ। ଆମ୍ଭେ ଇସ୍ହାକର ପରମେଶ୍ବର ଅଟୁ ଏବଂ ଆମ୍ଭେ ଯାକୁବର ପରମେଶ୍ବର ଅଟୁ। ମାଶାେ ପରମେଶ୍ବରଙ୍କୁ ଦେଖି ଭୟ ରେ ତାଙ୍କର ମୁହଁ ଆବୃତ କଲେ।
ଯାତ୍ରା ପୁସ୍ତକ 3:15
ପରମେଶ୍ବର ମାଶାଙ୍କେୁ ଆହୁରି କହିଲେ, ତୁମ୍ଭେ ଇଶ୍ରାୟେଲୀୟ ସନ୍ତାନଗଣଙ୍କୁ ଏହିକଥା କହିବ, 'ତୁମ୍ଭମାନଙ୍କ ପୂର୍ବପୁରୁଷଗଣର ପରମେଶ୍ବର, ଅର୍ଥାତ୍ ଅବ୍ରହାମର ପରମେଶ୍ବର, ଇସ୍ହାକର ପରମେଶ୍ବର, ଯାକୁବର ପରମେଶ୍ବର ସଦାପ୍ରଭୁ (ସ୍ବଯମ୍ଭୁ)ଙ୍କର ଏହି ନାମ ଅନନ୍ତକାଳସ୍ଥାଯୀ, ପୁଣି ପୁରୁଷାନୁକ୍ରମେ ସ୍ମରଣୀଯ ଅଟେ।' ' ସେ ତୁମ୍ଭମାନଙ୍କ ନିକଟକୁ ମାେତେ ପଠାଇଛନ୍ତି।'
ଯାତ୍ରା ପୁସ୍ତକ 4:5
ଏହାପରେ ପରମେଶ୍ବର କହିଲେ, ତୁମ୍ଭର ଆଶାବାଡ଼ିଟିକୁ ଏହିପରି ବ୍ଯବହାର କର ଏଥି ରେ ସମାନେେ ବିଶ୍ବାସ କରିବେ ଯେ ତୁମ୍ଭେ ସଦାପ୍ରଭୁଙ୍କୁ ଦେଖିଅଛ। ୟିଏକି ତୁମ୍ଭମାନଙ୍କ ପୂର୍ବପୁରୁଷମାନଙ୍କର ପରମେଶ୍ବର, ଅବ୍ରହାମଙ୍କର ପରମେଶ୍ବର, ଇସ୍ହାକର ପରମେଶ୍ବର, ଯାକୁବର ପରମେଶ୍ବର ଅଟନ୍ତି।
ଦିତୀୟ ବିବରଣ 30:6
ତୁମ୍ଭମାନେେ ଯେପରି ଆପଣାର ସମସ୍ତ ପ୍ରାଣ ଓ ସମସ୍ତ ହୃଦଯ ସହିତ ପରମେଶଓରଙ୍କୁ ପ୍ ରମେ କରିବ। ଏଥିପାଇଁ ସଦାପ୍ରଭୁ ତକ୍ସ୍ଟମ୍ଭ ପରମେଶ୍ବର ତୁମ୍ଭର ହୃଦଯ ଓ ତକ୍ସ୍ଟମ୍ଭ ବଂଶର ହୃଦଯ ସକ୍ସ୍ଟନ୍ନତ କରିବେ। ତହିଁରେ ତୁମ୍ଭେ ବଞ୍ଚିବ।
ପ୍ରଥମ ବଂଶାବଳୀ 28:9
ଏବଂ ତୁମ୍ଭେ ମାରେ ପୁତ୍ର ଶଲୋମନ, ତୁମ୍ଭ ପିତାର ପରମେଶ୍ବରଙ୍କୁ ଜାଣିଅଛ। ଶୁଦ୍ଧ ହୃଦଯ ରେ ପରମେଶ୍ବରଙ୍କର ସବୋ କର। ପରମେଶ୍ବରଙ୍କ ସବୋ କରିବା ନିମନ୍ତେ ହୃଦଯ ରେ ଆନନ୍ଦିତ ହୁଅ। କାହିଁକି ? କାରଣ ପ୍ରତିଟି ବ୍ଯକ୍ତିର ହୃଦଯ ରେ କ'ଣ ଅଛି, ତାହା ସଦାପ୍ରଭୁ ଜାଣନ୍ତି। ସଦାପ୍ରଭୁ ତୁମ୍ଭ ହୃଦଯର ସମସ୍ତ ଚିନ୍ତାକୁ ବୁଝିପାରନ୍ତି। ଯଦି ତୁମ୍ଭେ ସଦାପ୍ରଭୁଙ୍କ ନିକଟକୁ ସାହାୟ୍ଯ ମାଗବା ନିମନ୍ତେ ୟିବ, ତୁମ୍ଭେ ଉତ୍ତର ପାଇବ। କିନ୍ତୁ ତୁମ୍ଭେ ଯଦି ସଦାପ୍ରଭୁଙ୍କଠାରୁ ଫରେି ଦୂରକୁ ଚାଲିୟିବ, ତବେେ ସେ ତୁମ୍ଭକୁ ଚିରକାଳ ନିମନ୍ତେ ତ୍ଯାଗ କରିବେ।
ଗୀତସଂହିତା 10:17
ହେ ସଦାପ୍ରଭୁ, ତୁମ୍ଭେ ସହେି ନିରୀହ ଲୋକମାନଙ୍କର ଡ଼ାକ ଶୁଣିଛ ବା ସମାନେେ ୟାହା ଚାହୁଁଛନ୍ତି ଜାଣିପାରୁଛ। ସମାନଙ୍କେର ପ୍ରାର୍ଥନା ଶୁଣ ଓ ସମାନେେ ୟାହା ଚାହୁଁଛନ୍ତି ତାହା ପ୍ରଦାନ କର।
ଗୀତସଂହିତା 51:10
ହେ ପରମେଶ୍ବର, ମାେ ଅନ୍ତରେ ଏକ ପବିତ୍ର ଆତ୍ମା ସୃଷ୍ଟି କର !ମାେତେ ଗୋଟିଏ ନୂଆ ଓ ବିଶ୍ବସ୍ତ ଆତ୍ମା ଦିଅ।
ଗୀତସଂହିତା 119:113
ହେ ସଦାପ୍ରଭୁ, ଯେଉଁମାନେ ସମ୍ପୂର୍ଣ୍ଣ ଭାବେ ତୁମ୍ଭ ପ୍ରତି ବିଶ୍ବସ୍ତ ନୁହଁନ୍ତି, ମୁଁ ସମାନଙ୍କେୁ ଘୃଣା କରେ। କିନ୍ତୁ ମୁଁ ତୁମ୍ଭର ଶିକ୍ଷାଗୁଡ଼ିକୁ ଭଲ ପାଏ।
ଗୀତସଂହିତା 119:166
ହେ ସଦାପ୍ରଭୁ, ମୁଁ ତୁମ୍ଭକୁ ଚାହିଁ ଅଛି, ମାେତେ ରକ୍ଷା କର। ମୁଁ ତୁମ୍ଭର ଆଦେଶସବୁ ପାଳନ କଲି।
ଯିରିମିୟ 10:23
ହେ ସଦାପ୍ରଭୁ, ମୁଁ ଜାଣେ, ମନୁଷ୍ଯ ତା'ର ନିଜର ଭାଗ୍ଯକୁ ନିଯନ୍ତ୍ରଣ କରିପାରିବ ନାହିଁ। ସେ କହିପା ରେ ନାହିଁ, ତା' ପାଇଁ କ'ଣ ଘଟିବ। ସେ ପ୍ରକୃତ ନ୍ଯାଯ ଓ ଧର୍ମ ରେ ବଞ୍ଚିବା ଜାଣୁ ନାହିଁ।
ଯିରିମିୟ 32:39
ଆଉ ସମାନେେ ଓ ସମାନଙ୍କେର ସନ୍ତାନମାନେ ସମାନଙ୍କେ ମଙ୍ଗଳ ନିମନ୍ତେ ଯେପରି ଆମ୍ଭକୁ ଭୟ କରିବେ, ଏଥିପାଇଁ ଆମ୍ଭେ ସମାନଙ୍କେୁ ଏକ ଚିତ୍ତ ଓ ଏକ ପଥ ଦବୋ।
ମାଥିଉଲିଖିତ ସୁସମାଚାର 22:32
ପରମେଶ୍ବର କହିଛନ୍ତି, 'ମୁଁ ଅବ୍ରହାମଙ୍କ ପରମେଶ୍ବର, ଇସ୍ହାକଙ୍କ ପରମେଶ୍ବର ଓ ଯାକୁବଙ୍କ ପରମେଶ୍ବର ଅଟେ।' ଯଦି ନିଜେ ପରମେଶ୍ବର କହିଛନ୍ତି ଯେ ସେ ସମାନଙ୍କେର ପରମେଶ୍ବର, ତବେେ ସମାନେେ ବାସ୍ତବ ରେ ମୃତ ନୂହଁନ୍ତି। କାରଣ ପରମେଶ୍ବର ମୃତ ଲୋକମାନଙ୍କର ପରମେଶ୍ବର ନୁହଁନ୍ତି, କିନ୍ତୁ ଜୀବିତ ମାନଙ୍କର ଅଟନ୍ତି।
ରେରିତମାନଙ୍କ କାର୍ଯ୍ୟର ବିବରଣ 3:13
ନା! ଇଶ୍ବର ଏହା କରିଛନ୍ତି। ସେ ଅବ୍ରାହାମ, ୟିସ୍ହାକ ଓଯାକୁବଙ୍କ ଇଶ୍ବର ଅଟନ୍ତି। ସେ ଆମ୍ଭର ସମସ୍ତ ପୂର୍ବପୁରୁଷଙ୍କ ଇଶ୍ବର ଅଟନ୍ତି। ସେ ତାହାଙ୍କ ମହାନ ସବେକ ଯୀଶୁଙ୍କୁ ଗୌରବାନ୍ବିତ କରିଅଛନ୍ତି। ମାତ୍ର ତୁମ୍ଭମାନେେ ଯୀଶୁଙ୍କୁ ମୃତ୍ଯୁ ଭୋଗ କରିବା ନିମନ୍ତେ ସମର୍ପଣ କରି ଦେଲେ। ପୀଲାତ ଯୀଶୁଙ୍କୁ ମୁକ୍ତ କରିବାକୁ ସ୍ଥିର କରିଥିଲେ, କିନ୍ତୁ ତୁମ୍ଭମାନେେ ଯୀଶୁଙ୍କୁ ଚ଼ାହଁନାହିଁ ବୋଲି ପୀଲାତଙ୍କୁ କହିଲ।
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 1:6
ପରମେଶ୍ବର ତୁମ୍ଭର ମଙ୍ଗଳ କରିବା ଆରମ୍ଭ କରିଛନ୍ତି ଓ ବର୍ତ୍ତମାନ ମଧ୍ଯ ତାହା କରୁଛନ୍ତି। ଯୀଶୁଖ୍ରୀଷ୍ଟଙ୍କ ଆଗମନ ଦିନ ପର୍ୟ୍ଯନ୍ତ ସେ ସହେି କାମ ସାଧନ କରି ସମାପ୍ତ କରିବେ। ମୁଁ ଏଥି ରେ ନିଶ୍ଚିତ ଅଟେ।
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 3:11
ଆମ୍ଭର ପରମେଶ୍ବର, ପରମପିତା ଓ ଆମ୍ଭର ପ୍ରଭୁଯୀଶୁ ତୁମ୍ଭମାନଙ୍କ ପାଖ ରେ ପହଁଞ୍ଚିବା ପାଇଁ ମାର୍ଗ ପ୍ରସ୍ତୁତ କରନ୍ତୁ ବୋଲି, ଆମ୍ଭେ ପ୍ରାର୍ଥନା କରୁଛୁ।
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍ 2:16
ତୁମ୍ଭମାନଙ୍କ ପାଇଁ ପ୍ରେତ୍ୟକକ ଉତ୍ତମ କାର୍ୟ୍ଯ କରିବାକୁ ଓ ପ୍ରେତ୍ୟକକ ଉତ୍ତମ କଥା କହିବା ପାଇଁ ସକ୍ଷମ ହବେ। ସେଥିପାଇଁ ଆମ୍ଭର ପ୍ରଭୁ ଯୀଶୁଖ୍ରୀଷ୍ଟ ନିଜେ ଓ ଆମ୍ଭର ପରମପିତା ଓ ପରମେଶ୍ବର ତୁମ୍ଭମାନଙ୍କୁ ଉତ୍ସାହ ଓ ଶକ୍ତି ପ୍ରଦାନ କରନ୍ତୁ ଓ ସାନ୍ତ୍ବନା ଦିଅନ୍ତୁ, ବୋଲି ଆମ୍ଭେ ପ୍ରାର୍ଥନା କରୁଛୁ।
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 1:9
ତୁମ୍ଭମାନଙ୍କ ପାଇଁ ମାରେପ୍ରାର୍ଥନା ଏହି ଯେ :