1 Corinthians 10:15 in Oriya

Oriya Oriya Bible 1 Corinthians 1 Corinthians 10 1 Corinthians 10:15

1 Corinthians 10:15
ତୁମ୍ଭମାନେେ ବୁଦ୍ଧିମାନ, ତେଣୁ ମୁଁ ଏହ କହୁଛି। ମୁଁ ଯାହା କହୁଛି, ତୁମ୍ଭମାନେେ ନିଜେ ପରୀକ୍ଷା କରି ଦେଖ।

1 Corinthians 10:141 Corinthians 101 Corinthians 10:16

1 Corinthians 10:15 in Other Translations

King James Version (KJV)
I speak as to wise men; judge ye what I say.

American Standard Version (ASV)
I speak as to wise men; judge ye what I say.

Bible in Basic English (BBE)
What I am saying is for wise men, do you be the judges of it.

Darby English Bible (DBY)
I speak as to intelligent [persons]: do *ye* judge what I say.

World English Bible (WEB)
I speak as to wise men. Judge what I say.

Young's Literal Translation (YLT)
as to wise men I speak -- judge ye what I say:

I
speak
ὡςhōsose
as
φρονίμοιςphronimoisfroh-NEE-moos
men;
wise
to
λέγω·legōLAY-goh
judge
κρίνατεkrinateKREE-na-tay
ye
ὑμεῖςhymeisyoo-MEES
what
hooh
I
say.
φημιphēmifay-mee

Cross Reference

1 Corinthians 8:1
ଏବେ ମୁଁ ମୂର୍ତ୍ତିଗୁଡ଼ିକଠା ରେ ଉତ୍ସର୍ଗୀକୃତ ମାଂସ ବିଷୟ ରେ କହିବି। ଆମ୍ଭେ ଜାଣୁ ଆମ୍ଭ ସମସ୍ତଙ୍କ ପାଖ ରେ ଜ୍ଞାନ ଅଛି। କିନ୍ତୁ ଜ୍ଞାନ ତୁମ୍ଭମାନଙ୍କୁ ଅହଂକାରୀ କରିଦିଏ।

1 Thessalonians 5:21
କିନ୍ତୁ ପ୍ରେତ୍ୟକକ କଥାର ସତ୍ଯାସତ୍ଯ ପରୀକ୍ଷା କରି ଯାହା ଭଲ ତାହାକୁ ଧରି ରଖ।

Job 34:2
ହେ ଜ୍ଞାନୀମାନେ ମାେ କଥା ମନଦଇେ ଶୁଣ, ଯାହା ମୁଁ କହିବାକୁ ଚାହୁଁଛି। ହେ ବୁଦ୍ଧିମାନ ମାେ କଥାକୁ ଧ୍ଯାନ ଦଇେ ଶୁଣ।

1 Corinthians 4:10
ଆମ୍ଭେ ଯୀଶୁ ଖ୍ରୀଷ୍ଟଙ୍କ ପାଇଁ ମୂର୍ଖ ହାଇେଛୁ। କିନ୍ତୁ ତୁମ୍ଭମାନେେ ନିଜକୁ ଖ୍ରୀଷ୍ଟଙ୍କଠା ରେ ବୁଦ୍ଧିମାନ୍ ବୋଲି ଭାବୁଛ। ଆମ୍ଭେ ଦୁର୍ବଳ, ତୁମ୍ଭମାନେେ ନିଜକୁ ବଳବାନ ମନେ କରୁଛ। ଲୋକେ ତୁମ୍ଭମାନଙ୍କୁ ସମ୍ମାନ ଦିଅନ୍ତି କିନ୍ତୁ ଆମ୍ଭମାନଙ୍କୁ ସମ୍ମାନ ଦିଅନ୍ତି ନାହିଁ।

1 Corinthians 6:5
ମୁଁ ତୁମ୍ଭକୁ ଲଜ୍ଜା ଦବୋ ପାଇଁ ଏପରି କହୁଛି। ଖ୍ରୀଷ୍ଟ ବିଶ୍ବାସୀ ଭାଇମାନଙ୍କ ମଧିଅରେ ଥିବା ବିବାଦର ବିଚାର କରିବାକୁ ତୁମ୍ଭମାନଙ୍କ ଭିତ ରେ କ'ଣ ଜଣେ ହେଲେ ଜ୍ଞାନୀ ଲୋକ ନାହିଁ ?

1 Corinthians 11:13
ଜଣେ ସ୍ତ୍ରୀ ମସ୍ତକ ଆଚ୍ଛାଦନ ନ କରି ପରମେଶ୍ବରଙ୍କୁ ପ୍ରାର୍ଥନା କରିବା କ'ଣ ଉଚିତ୍ କି ? ଏହା ତୁମ୍ଭମାନେେ ନିଜେ ନିର୍ଣ୍ଣୟ କର।

1 Corinthians 14:20
ଭାଇ ଓ ଭଉଣୀମାନେ, ବୁଦ୍ଧି ରେ ପିଲାମାନଙ୍କ ପରି ହୁଅନାହିଁ ବରଂ ମନ୍ଦ ବିଷୟ ରେ ଶିଶୁ ପରି ହୁଅ ଓ ବୁଦ୍ଧି ରେ ପୂର୍ଣ୍ଣ ବୟସ୍କ ହୁଅ।