1 John 2:18 ପିଲାମାନେ ! ବର୍ତ୍ତମାନ ଶଷେକାଳ ଆସି ପହଞ୍ଚିଲାଣି। ତୁମ୍ଭେ ଯେପରି ଶୁଣିଥିଲ, ଖ୍ରୀଷ୍ଟଙ୍କ ଶତ୍ରୁ ଆସୁଛନ୍ତି, ଏବେ ସହେିପରି ଅନକେ ସଂଖ୍ଯା ରେ ଖ୍ରୀଷ୍ଟ ବିରୋଧୀମାନେ ଦଖାେ ଦେଲଣେି। ଏଥିରୁ ଆମ୍ଭେ ଜାଣି ପାରୁଛୁ ଯେ, ପ୍ରକୃତ ରେ ଶଷେ କାଳ ଆସି ପହଞ୍ଚିଛି।
1 John 2:18 in Other Translations
King James Version (KJV) Little children, it is the last time: and as ye have heard that antichrist shall come, even now are there many antichrists; whereby we know that it is the last time.
American Standard Version (ASV) Little children, it is the last hour: and as ye heard that antichrist cometh, even now have there arisen many antichrists; whereby we know that it is the last hour.
Bible in Basic English (BBE) Little children, it is the last hour; and as you were given word that the Antichrist would come, so now a number of Antichrists have come to you; and by this we are certain that it is the last hour.
Darby English Bible (DBY) Little children, it is [the] last hour, and, according as ye have heard that antichrist comes, even now there have come many antichrists, whence we know that it is [the] last hour.
World English Bible (WEB) Little children, these are the end times, and as you heard that the Antichrist is coming, even now many antichrists have arisen. By this we know that it is the end times.
Young's Literal Translation (YLT) Little youths, it is the last hour; and even as ye heard that the antichrist doth come, even now antichrists have become many -- whence we know that it is the last hour;
Little children,
Παιδία
paidion
pay-THEE-one
last
ἐσχάτη
eschatos
A-ska-tose
the time:
ὥρα
hōra
OH-ra
it is
ἐστίν
esti
ay-STEE
and
καὶ
kai
kay
as
καθὼς
kathōs
ka-THOSE
ye have heard
ἠκούσατε
akouō
ah-KOO-oh
that
ὅτι
hoti
OH-tee
ὁ
ho
oh
antichrist
ἀντίχριστος
antichristos
an-TEE-hree-stose
shall come,
ἔρχεται
erchomai
ARE-hoh-may
even
καὶ
kai
kay
now
νῦν
nyn
nyoon
antichrists;
ἀντίχριστοι
antichristos
an-TEE-hree-stose
many
πολλοὶ
polys
poh-LYOOS
are there
γεγόνασιν
ginomai
GEE-noh-may
whereby
ὅθεν
hothen
OH-thane
we know
γινώσκομεν
ginōskō
gee-NOH-skoh
that
ὅτι
hoti
OH-tee
last
ἐσχάτη
eschatos
A-ska-tose
the time.
ὥρα
hōra
OH-ra
it is
ἐστίν
esti
ay-STEE
Read Full Chapter :
1 John 2
Cross Reference
ଯୋହନଙ୍କ ପ୍ରଥମ ପତ୍ର 4:3
ଅନ୍ୟ ଆତ୍ମା ଯୀଶୁଙ୍କ ବିଷୟ ରେ ଏପରି ସାକ୍ଷ୍ଯ ଦିଅନ୍ତି ନାହିଁ, ସହେି ଆତ୍ମା ପରମେଶ୍ବରଙ୍କଠାରୁ ଆସି ନାହିଁ, ସମାନେେ ଖ୍ରୀଷ୍ଟଙ୍କର ଶତ୍ରୁ। ଖ୍ରୀଷ୍ଟଙ୍କ ଶତ୍ରୁ ଆସିବା ସମ୍ବନ୍ଧ ରେ ତୁମ୍ଭମାନେେ ଶୁଣିଛ ଏବଂ ସେ ବର୍ତ୍ତମାନ ଏହି ସଂସାର ଭିତ ରେ ରହିଛି।
ଯୋହନଙ୍କ ପ୍ରଥମ ପତ୍ର 2:22
ତବେେ ମିଥ୍ଯାବାଦୀ କିଏ ? ଯୀଶୁ ଯେ ଖ୍ରୀଷ୍ଟ ଅଟନ୍ତି, ଏହା ଯେ ଅସ୍ବୀକାର କରେ, ସେ ହେଉଛି ମିଥ୍ଯାବାଦୀ। ସେ ଖ୍ରୀଷ୍ଟଙ୍କର ଶତ୍ରୁ। ସେ ପରମ ପିତା ଓ ପୁତ୍ର ଦୁହିଁଙ୍କୁ ଅସ୍ବୀକାର କରେ।
ଯୋହନଙ୍କ ଦିତୀୟ ପତ୍ 1:7
ଏ ଜଗତ ରେ ବର୍ତ୍ତମାନ ଅନକେ ଭଣ୍ଡ ଶିକ୍ଷକ ବାହାରିଲଣେି। ଯୀଶୁଖ୍ରୀଷ୍ଟ ଏହି ଜଗତକୁ ଆସିଛନ୍ତି, ଏହା ସମାନେେ ଅସ୍ବୀକାର କରନ୍ତି। ଏହି ସତ୍ଯକୁ ଅସ୍ବୀକାର କରୁଥିବା ପ୍ରେତ୍ୟକକ ବ୍ଯକ୍ତି ଜଣେ ଜଣେ ଭଣ୍ଡ ଶିକ୍ଷକ ଓ ଖ୍ରୀଷ୍ଟଙ୍କର ଶତ୍ରୁ।
ମାଥିଉଲିଖିତ ସୁସମାଚାର 24:5
ମୁଁ ତୁମ୍ଭମାନଙ୍କୁ ଏକଥା ଏଥିପାଇଁ କହୁଛି ଯେ, ଅନକେ ଲୋକ ମାେ ନାମ ରେ ଆସିବେ ଓ କହିବେ 'ମୁଁ ନିଜେ ଖ୍ରୀଷ୍ଟ,' ଓ ସମାନେେ ଅନକେ ଲୋକଙ୍କୁ ପଥଭ୍ରଷ୍ଟ କରିବେ।
ମାଥିଉଲିଖିତ ସୁସମାଚାର 24:24
ଭଣ୍ଡ ଖ୍ରୀଷ୍ଟମାନେ ଓ ଭଣ୍ଡ ଭବିଷ୍ଯଦ୍ବକ୍ତାମାନେ ବାହାରିବେ। ସମାନେେ ବହୁତ ବଡ଼ ବଡ଼ ଆଶ୍ଚର୍ୟ୍ଯଜନକ କାମ କରିବେ ଓ ଚ଼ମତ୍କାର ପ୍ରତର୍ଶନ କରିବେ। ଯଦି ସମ୍ଭବ ହୁଏ, ତବେେ ପରମେଶ୍ବରଙ୍କ ଦ୍ବାରା ମନୋନୀତ ଲୋକମାନଙ୍କୁ ମଧ୍ଯ ସମାନେେ ବୋକା ବନଇେ ଦବୋକୁ ଚେଷ୍ଟା କରିବେ।
ପିତରଙ୍କ ଦିତୀୟ ପତ୍ର 3:3
ପ୍ରଥମେ, ଶଷେ ଦିନଗୁଡ଼ିକରେ କ'ଣ କ'ଣ ଘଟିବ, ସଗେୁଡ଼ିକ ବୁଝିବା ତୁମ୍ଭର ଦରକାର। ଲୋକେ ତୁମ୍ଭକୁ ପରିହାସ କରିବେ। ସମାନେେ ନିଜ ଇଚ୍ଛା ରେ ମନ୍ଦ କାର୍ୟ୍ଯ କରି ଜୀବନଧାରଣ କରିବେ।
ଯୋହନଙ୍କ ପ୍ରଥମ ପତ୍ର 4:1
ପ୍ରିୟ ବନ୍ଧୁମାନେ, ଏ ଜଗତର ଚାରିଆଡ଼େ ବହୁତ ଭଣ୍ଡ ଭାବବାନୀ ବର୍ତ୍ତମାନ ଅଛନ୍ତି। ତେଣୁ ପ୍ରେତ୍ୟକକ ଆତ୍ମାକୁ ବିଶ୍ବାସ କର ନାହିଁ, ବରଂ ସମାନେେ ପରମେଶ୍ବରଙ୍କଠାରୁ ଆଗତ କି ନା, ଏହା ପରୀକ୍ଷା କରି ଦେଖ।
ଯିହୂଦାଙ୍କ ପତ୍ର 1:18
ପ୍ ରରେିତମାନେ ତୁମ୍ଭକୁ କହିଥିଲେ, ଶଷେ କାଳ ରେ ପରମେଶ୍ବରଙ୍କୁ ଉପହାସ କରୁଥିବା ଲୋକମାନେ ଉଠିବେ। ଏହି ଲୋକମାନେ କବଳେ ନିଜ ଇଚ୍ଛା ଅନୁସାରେ ପରମେଶ୍ବରଙ୍କ ବିରୁଦ୍ଧ ରେ କାର୍ୟ୍ଯ କରନ୍ତି।
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍ 3:1
ଏହା ମନରେଖ ଯେ ଶଷେ ଦିନଗୁଡ଼ିକରେ ଅନକେ କଷ୍ଟକର ପରିସ୍ଥିତି ଆସିବ।
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍ 4:3
ସମୟ ଆସୁଛି, ଯେତବେେଳେ ଲୋକେ ସତ୍ ଶିକ୍ଷା ଶୁଣିବେ ନାହିଁ। କିନ୍ତୁ ଲୋକେ ଅଧିକରୁ ଅଧିକ ନଜ ମନପସନ୍ଦ ଶିକ୍ଷା ସମାନଙ୍କେଠାରୁ ସଂଗ୍ରହ କରିବେ, ଯେଉଁମାନେ ସମାନଙ୍କେୁ ସନ୍ତୁଷ୍ଟ କଲାଭଳି କଥା କହିବେ।
ଏବ୍ରୀମାନଙ୍କ ନିକଟକୁ ପତ୍ର 1:2
କିନ୍ତୁ ଏହି ଶଷେ ସମୟରେ ପରମେଶ୍ବର ଆପଣା ପୁତ୍ରଙ୍କ ଦ୍ବାରା ଆମ୍ଭମାନଙ୍କୁ ପୁନର୍ବାର କଥା କହିଅଛନ୍ତି। ସେ ନିଜ ପୁତ୍ରଙ୍କ ଦ୍ବାରା ସାରା ବିଶ୍ବ ସୃଷ୍ଟି କଲେ। ସେ ନିଜ ପୁତ୍ରଙ୍କୁ ସମସ୍ତ ବିଷୟର ଉତ୍ତରାଧିକାରୀ କରିବା ନିମନ୍ତେ ମନୋନୀତ କରିଛନ୍ତି। ସହେି ପୁତ୍ର ପରମେଶ୍ବରଙ୍କ ମହିମା ପ୍ରକାଶ କରନ୍ତି।
ପିତରଙ୍କ ପ୍ରଥମ ପତ୍ 1:5
ତୁମ୍ଭର ପରିତ୍ରାଣର ସମୟ ନ ଆସିବା ପର୍ୟ୍ଯନ୍ତ ତୁମ୍ଭ ବିଶ୍ବାସ ମାଧ୍ଯମ ରେ ପରମେଶ୍ବରଙ୍କ ଶକ୍ତି ତୁମ୍ଭକୁ ରକ୍ଷା କରିବ। ସହେି ପରିତ୍ରାଣ ତୁମ୍ଭ ପାଇଁ ପ୍ରସ୍ତୁତ ହାଇେ ରହିଛି ଏବଂ ୟୁଗର ଶଷେ ରେ ତୁମ୍ଭେ ଏହା ପାଇବ।
ପିତରଙ୍କ ପ୍ରଥମ ପତ୍ 1:20
ଜଗତ ଆରମ୍ଭ ହବୋ ପୂର୍ବରୁ ଖ୍ରୀଷ୍ଟ ମନୋନୀତ ହାଇେଥିଲେ। କିନ୍ତୁ ଏହି ଶଷେ ସମୟରେ ତୁମ୍ଭ ନିମନ୍ତେ ସେ ଜଗତ ରେ ପ୍ରକାଶିତ ହେଲେ।
ପିତରଙ୍କ ଦିତୀୟ ପତ୍ର 2:1
ଅତୀତକାଳ ରେ ପରମେଶ୍ବରଙ୍କ ଲୋକମାନଙ୍କ ମଧିଅରେ ମିଥ୍ଯା ଭବିଷ୍ଯଦ୍ ବକ୍ତା ଥିଲେ। ଏବେ ମଧ୍ଯ ସହଭେଳି ଅଛନ୍ତି। ତୁମ୍ଭ ଦଳ ରେ କେତେ ଜଣ ଭଣ୍ଡ ଶିକ୍ଷକ ରହିବେ। ସମାନେେ ଏପରି ଭୁଲ ଶିକ୍ଷା ଦବେେ ଯେ, ଲୋକେ ନିଜକୁ ହଜାଇ ଦବେେ। ସମାନେେ ଏଭଳି ଭାବରେ ଶିକ୍ଷା ଦବେେ ଯେ ସମାନେେ ଯେ ଭୁଲ କରୁଛନ୍ତି, ତାହା ତୁମ୍ଭେ ଜାଣିବା କଠିନ ହବେ। ସମାନେେ ମୁକ୍ତିଦାତା ଯୀଶୁଙ୍କୁ ଗ୍ରହଣ କରିବାକୁ ମଧ୍ଯ ମନା କରିବେ। ସେପ୍ରକା ରେ ସମାନେେ ନିଜକୁ ଶୀଘ୍ର ନଷ୍ଟ କରି ଦବେେ।
ମାଥିଉଲିଖିତ ସୁସମାଚାର 24:11
ଅନକେ ଭଣ୍ଡ ଭବିଷ୍ଯଦ୍ବକ୍ତା ବାହାରିବେ। ସମାନେେ ଅନକେ ଲୋକଙ୍କୁ ଠକିବେ, ଓ ସମାନଙ୍କେ କଥା ରେ ପଡ଼ି ଅନକେ ଲୋକ ଭୁଲ କଥା ରେ ବିଶ୍ବାସ କରିବେ।
ମାର୍କଲିଖିତ ସୁସମାଚାର 13:6
ଅନକେ ଲୋକ ଆସିବେ ଏବଂ ସମାନେେ ମାରେ ନାମ ବ୍ଯବହାର କରିବେ। ସମାନେେ ଦାବି କହିବେ, 'ମୁଁ ସହେି'। ସମାନେେ ବହୁତ ଲୋକଙ୍କୁ ପ୍ରତାରଣା କରିବେ।
ମାର୍କଲିଖିତ ସୁସମାଚାର 13:21
ସହେି ଦିନମାନଙ୍କ ରେ କେତକେ ଲୋକ ତୁମ୍ଭମାନଙ୍କୁ କହି ପାରନ୍ତି ଯେ, ' ଦେଖ ଏଠା ରେ ଯୀଶୁ ଅଛନ୍ତି'କିମ୍ବା ' ଦେଖ ସଠାେରେ ସେ ଅଛନ୍ତି'ା ତୁମ୍ଭେ କିନ୍ତୁ ସମାନଙ୍କେୁ ବିଶ୍ବାସ କରିବ ନାହିଁ।
ରେରିତମାନଙ୍କ କାର୍ଯ୍ୟର ବିବରଣ 20:29
ମୁଁ ଜାଣେ, ମାେ ଗଲାପରେ ଜଙ୍ଗଲୀ ଗଧିଆ ତୁମ୍ଭମାନଙ୍କ ମଧ୍ଯକୁ ଆସିବେ। ସମାନେେ ଏହି ମଷେ ପଲକୁ ନଷ୍ଟ କରିବାପାଇଁ ଚେ଼ଷ୍ଟା କରିବେ।
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍ 2:3
ଏପରି ଭାବରେ, କୌଣସି ଲୋକକୁ କୌଣସି ପ୍ରକା ରେ ତୁମ୍ଭମାନଙ୍କୁ ଠକିବାକୁ ଦିଅ ନାହିଁ। ପରମେଶ୍ବରଙ୍କ ବିରୁଦ୍ଧ ରେ ବିଦ୍ରୋହ ସଂଘଟିତ ନ ହେଲା ପର୍ୟ୍ଯନ୍ତ ପ୍ରଭୁଙ୍କର ସହେି ଦିନଟି ଆସିବ ନାହିଁ। ମନ୍ଦ ବ୍ଯକ୍ତିର ଦଖାେ ନ ଦବୋ ପର୍ୟ୍ଯନ୍ତ ସହେି ଦିନଟି ଆସିବ ନାହିଁ। ସହେି ମନ୍ଦ ବ୍ଯକ୍ତି ନରକର ଅଟେ।
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 4:1
ପବିତ୍ର ଆତ୍ମା ସ୍ପଷ୍ଟ ଭାବରେ କୁହନ୍ତି ଯେ ପରବର୍ତ୍ତୀ କାଳ ରେ କେତେ ଲୋକ ସତ୍ଯ ବିଶ୍ବାସକୁ ପରିତ୍ଯାଗ କରିବେ। ସମାନେେ ସମାନଙ୍କେୁ ପ୍ରତାରଣା କରୁଥିବା ଦୁଷ୍ଟାତ୍ମାମାନଙ୍କ ଉପଦେଶଗୁଡ଼ିକୁ ମାନିବେ।
ଯୋହନଲିଖିତ ସୁସମାଚାର 21:5
ତା'ପରେ ଶିଷ୍ଯମାନଙ୍କୁ କହିଲେ, ବନ୍ଧୁମାନେ, ତୁମ୍ଭେ କିଛି ମାଛ ଧରିଛ କି?