Home Bible 1 John 1 John 3 1 John 3:1 1 John 3:1 Image ଓଡ଼ିଆ

1 John 3:1 Image in Oriya

ପରମପିତା ଆମ୍ଭମାନଙ୍କୁ ଅତ୍ଯଧିକ ପ୍ ରମେ କଲେ। ଆମ୍ଭେ ପରମେଶ୍ବରଙ୍କର ସନ୍ତାନ ରୂପେ ନାମିତ ହବୋ ଦ୍ବାରା ଆମ୍ଭ ପ୍ରତି ତାଙ୍କର ମହାନ୍ ପ୍ ରମେ ପ୍ରକାଶ ପାଏ। ଆମ୍ଭେ ପ୍ରକୃତ ରେ ତାଙ୍କର ସନ୍ତାନ ଅଟୁ। କିନ୍ତୁ ଜଗତ ( ଯେଉଁମାନେ ବିଶ୍ବାସ କରନ୍ତି ନାହିଁ) ପରମେଶ୍ବରଙ୍କୁ ଚିହ୍ନିପାରି ଥିବାରୁ ଆମ୍ଭକୁ ମଧ୍ଯ ପରମେଶ୍ବରଙ୍କ ସନ୍ତାନ ବୋଲି ଚିହ୍ନି ପାରୁ ନାହିଁ।
Click consecutive words to select a phrase. Click again to deselect.
1 John 3:1

ପରମପିତା ଆମ୍ଭମାନଙ୍କୁ ଅତ୍ଯଧିକ ପ୍ ରମେ କଲେ। ଆମ୍ଭେ ପରମେଶ୍ବରଙ୍କର ସନ୍ତାନ ରୂପେ ନାମିତ ହବୋ ଦ୍ବାରା ଆମ୍ଭ ପ୍ରତି ତାଙ୍କର ମହାନ୍ ପ୍ ରମେ ପ୍ରକାଶ ପାଏ। ଆମ୍ଭେ ପ୍ରକୃତ ରେ ତାଙ୍କର ସନ୍ତାନ ଅଟୁ। କିନ୍ତୁ ଏ ଜଗତ ( ଯେଉଁମାନେ ବିଶ୍ବାସ କରନ୍ତି ନାହିଁ) ପରମେଶ୍ବରଙ୍କୁ ଚିହ୍ନିପାରି ନ ଥିବାରୁ ଆମ୍ଭକୁ ମଧ୍ଯ ପରମେଶ୍ବରଙ୍କ ସନ୍ତାନ ବୋଲି ଚିହ୍ନି ପାରୁ ନାହିଁ।

1 John 3:1 Picture in Oriya