1 John 3:12 ଆମ୍ଭେ କଯିନ344 ଭଳି ହବୋ ଉଚିତ ନୁହେଁ। କାରଣ ତାହାଙ୍କଠା ରେ ପାପାତ୍ମା ଥିଲା। ସେ ନିଜ ଭାଇ ହବେଲକୁ ହତ୍ଯା କଲା। ସେ ତା'ର ଭାଇକୁ କାହିଁକି ହତ୍ଯା କଲା ? ସେ ଏପରି କଲା, କାରଣ ତା'ର କାର୍ୟ୍ଯଗୁଡ଼ିକ ମନ୍ଦ ଥିଲା ଓ ତା' ଭାଇର କର୍ମଗୁଡ଼ିକ ଭଲ ଥିଲା।
1 John 3:12 in Other Translations
King James Version (KJV) Not as Cain, who was of that wicked one, and slew his brother. And wherefore slew he him? Because his own works were evil, and his brother's righteous.
American Standard Version (ASV) not as Cain was of the evil one, and slew his brother. And wherefore slew he him? Because his works were evil, and his brother's righteous.
Bible in Basic English (BBE) Not being of the Evil One like Cain, who put his brother to death. And why did he put him to death? Because his works were evil and his brother's works were good.
Darby English Bible (DBY) not as Cain was of the wicked one, and slew his brother; and on account of what slew he him? because his works were wicked, and those of his brother righteous.
World English Bible (WEB) unlike Cain, who was of the evil one, and killed his brother. Why did he kill him? Because his works were evil, and his brother's righteous.
Young's Literal Translation (YLT) not as Cain -- of the evil one he was, and he did slay his brother, and wherefore did he slay him? because his works were evil, and those of his brother righteous.
Not
οὐ
ou
oo
as
καθὼς
kathōs
ka-THOSE
Cain,
Κάϊν
kain
KA-een
of
ἐκ
ek
ake
τοῦ
ho
oh
that wicked one,
πονηροῦ
ponēros
poh-nay-ROSE
was
ἦν
ēn
ane
and
καὶ
kai
kay
slew
ἔσφαξεν
sphazō
SFA-zoh
τὸν
ho
oh
brother.
ἀδελφὸν
adelphos
ah-thale-FOSE
his
αὐτοῦ·
autos
af-TOSE
And
καὶ
kai
kay
wherefore
χάριν
charin
HA-reen
τίνος
tis
tees
slew he
ἔσφαξεν
sphazō
SFA-zoh
him?
αὐτόν
autos
af-TOSE
Because
ὅτι
hoti
OH-tee
τὰ
ho
oh
works
ἔργα
ergon
ARE-gone
his own
αὐτοῦ
autos
af-TOSE
evil,
πονηρὰ
ponēros
poh-nay-ROSE
were
ἦν
ēn
ane
τὰ
ho
oh
and
δὲ
de
thay
τοῦ
ho
oh
brother's
ἀδελφοῦ
adelphos
ah-thale-FOSE
his
αὐτοῦ
autos
af-TOSE
righteous.
δίκαια
dikaios
THEE-kay-ose
Read Full Chapter :
1 John 3
Cross Reference
Hebrews 11:4
କଯିନ ଓ ହବେଲ ଦୁ ହେଁ ପରମେଶ୍ବରଙ୍କୁ ବଳି ଉତ୍ସର୍ଗ କଲେ। କିନ୍ତୁ ବିଶ୍ବାସ ଥିବା ହତେୁ ହବେଲ ଭଲ ବଳି ଉତ୍ସର୍ଗ କଲେ। ପରମେଶ୍ବର କହିଲେ, ଯେ, ସେ ହବେଲ ଉତ୍ସର୍ଗ କରିଥିବା ବଳି ପାଇଁ ପ୍ରସନ୍ନ ଥିଲେ। ପରମେଶ୍ବରଙ୍କଠା ରେ ହବେଲର ବିଶ୍ବାସ ହତେୁ ତାହାକୁ ଭଲ ଲୋକ ବୋଲି କହିଲେ। ହବେଲ ମରି ଯାଇଛି କିନ୍ତୁ ନିଜ ବିଶ୍ବାସ ହତେୁ ଏବେ ସୁଦ୍ଧା ସେ କଥା କହୁଛି।
Jude 1:11
ଏହା ସମାନଙ୍କେ ପାଇଁ ଖରାପ ଅଟେ। ଏହି ଲୋକମାନେ କଯିନର ପଥ ଅନୁସରଣ କରିଛନ୍ତି। ସମାନେେ ଅର୍ଥ ଲୋଭ ସକାେଶ ବିଲିୟମ ପରି ଅନ୍ଯାୟ ପଥ ଅନୁସରଣ କରିଛନ୍ତି। ଏହି ଲୋକମାନେ କୋରହ ପରି ପରମେଶ୍ବରଙ୍କ ବିରୁଦ୍ଧ ରେ ଆଚରଣ କରିଛନ୍ତି। କୋରହ ପରି ସମାନେେ ମଧ୍ଯ ଧ୍ବଂସ ହବେେ।
Proverbs 29:27
ଅଧର୍ମକାରୀ ଲୋକ ଧାର୍ମିକର ଘୃଣାର ବିଷଯ, ପୁଣି ସରଳ ପଥଗାମୀ ଦୁଷ୍ଟ ଲୋକର ଘୃଣା ବିଷଯ ହୁଏ।
1 Samuel 18:14
ସଦାପ୍ରଭୁ ଦାଉଦଙ୍କ ସହିତ ଥିଲେ। ତେଣୁ ଦାଉଦ ପ୍ରେତ୍ୟକକ କ୍ଷେତ୍ର ରେ ବିଜଯୀ ହେଲେ।
1 Samuel 19:4
ଯୋନାଥନ ତାଙ୍କର ପିତା ଶାଉଲଙ୍କ ସହିତ କଥା ହେଲେ। ଯୋନାଥନ ଦାଉଦଙ୍କ ବିଷଯ ରେ ଭଲକଥା ତାଙ୍କ ପିତାଙ୍କୁ କହିଲେ। ଯୋନାଥନ କହିଲେ, ମହାରାଜ ଆପଣା ଦାସ ଦାଉଦଙ୍କ ବିରକ୍ସ୍ଟଦ୍ଧ ରେ ପାପ କରନ୍ତକ୍ସ୍ଟ ନାହିଁ। କାରଣ ସେ ଆପଣଙ୍କ ବିରକ୍ସ୍ଟଦ୍ଧ ରେ ପାପ କରିନାହିଁ। ତା'ର ସମସ୍ତ କର୍ମ ଆପଣଙ୍କ ପକ୍ଷ ରେ ଅତି ମଙ୍ଗଳଜନକ ହାଇେଅଛି।
1 Samuel 22:14
ଅହୀମଲକେ ରାଜାଙ୍କକ୍ସ୍ଟ ଉତ୍ତର ଦେଲେ, ଆପଣଙ୍କ ସମସ୍ତ ଦାସମାନଙ୍କ ମଧିଅରେ, ଦାଉଦ ପରି କିଏ ବିଶ୍ବାସୀ, ସତେ ମହାରାଜାଙ୍କ ଜ୍ବାଇଁ ଏବଂ ଦାଉଦ ହେଉଛନ୍ତି ତୁମ୍ଭର ଦହରେକ୍ଷୀମାନଙ୍କର ମକ୍ସ୍ଟଖ୍ଯ, ତକ୍ସ୍ଟମ୍ଭ ପରିବାରର ସମସ୍ତ ସଦସ୍ଯ ତାଙ୍କୁ ସମ୍ମାନ କରନ୍ତି।
Psalm 37:12
ପାପୀଷ୍ଠ ଲୋକମାନେ ଧର୍ମାତ୍ମାମାନଙ୍କ ବିରୁଦ୍ଧରେ କୁମନ୍ତ୍ରଣା କରନ୍ତି। ସହେି ଅଧର୍ମୀ ଲୋକମାନେ ଧାର୍ମୀକମାନଙ୍କୁ ଦେଖି ସମାନଙ୍କେ କୋର୍ଧ ଦଖାେନ୍ତି ଓ ରାଗରେ ଦାନ୍ତ କଡ଼ମଡ଼ କରି ଥାଆନ୍ତି।
Psalm 38:20
ମାରେ ଶତ୍ରୁମାନେ ମାେ ପ୍ରତି ମନ୍ଦ ଆଚରଣ କରନ୍ତି। କିନ୍ତୁ ମୁଁ ସମାନଙ୍କେ ପ୍ରତି ଉତ୍ତମ ବ୍ଯବହାର କଲେ। ମୁଁ ସବୁବେଳେ ଉତ୍ତମ କାର୍ୟ୍ଯ କରିବାକୁ ଚେଷ୍ଟା କରେ। କିନ୍ତୁ ସହେି ଲୋକମାନେ ତଥାପି ମାେ ବିରୁଦ୍ଧରେ ୟାଆନ୍ତି।
Proverbs 29:10
ରକ୍ତପାତ ପ୍ରିଯ ଲୋକମାନେ, ସିଦ୍ଧ ବ୍ଯକ୍ତିକୁ ଘୃଣା କରନ୍ତି। କିନ୍ତୁ ନ୍ଯାଯବାନ ଲୋକ ତା'ର ଜୀବନକୁ ରକ୍ଷା କରେ।
Matthew 13:19
ରାସ୍ତା ରେ ପଡି ଯାଇଥିବା ବୀଜର ଅର୍ଥ କଣ? ମଞ୍ଜିଟି ସହେି ଲୋକପରି ସେ ସ୍ବର୍ଗରାଜ୍ଯର ସୁସମାଚାର ଶୁଣେ, ଓ ତାହା ବୁଝି ପା ରନୋହିଁ। ଶୟତାନ ଆ ସେ ଓ ତା ହୃଦୟ ରେ ଯାହା କିଛି ବୁଣା ହାଇେଥାଏ, େସତକେ ନଇେ ଚାଲିଯାଏ।
Matthew 13:38
ପୃଥିବୀ ହେଉଛି କ୍ଷତେ। ସ୍ବର୍ଗରାଜ୍ଯ ରେ ଥିବା ପରମେଶ୍ବରଙ୍କ ସମସ୍ତ ସନ୍ତାନ ହେଲେ ଭଲ ବୀଜ, ବାଳୁଙ୍ଗାର ଅର୍ଥ ଶୟତାନର ଅନୁଚର।
Genesis 4:4
ଏବଂ ଏବଲ ନିଜର ପ୍ରଥମଜାତ ମଷେ ଆଣିଲେ ଏବଂ ସମାନଙ୍କେର ସର୍ବୋତ୍ତମ ଅଂଶ ପରମେଶ୍ବରଙ୍କୁ ଉତ୍ସର୍ଗ କଲେ।
Genesis 4:25
ଆଦମ ପୁନର୍ବାର ତା'ର ସ୍ତ୍ରୀ ହବା ସହିତ ସହବାସ କଲା ଏବଂ ପୁଣି ସେ ଅନ୍ୟ ଏକ ପୁତ୍ର ସନ୍ତାନ ପ୍ରସବ କଲା, ଏବଂ ତାକୁ ଶେଥ ବୋଲି ଡ଼ାକିଲା। ହବା କହିଲେ, ପରମେଶ୍ବର ହବେଲର ପ୍ରତି ବଦଳ ରେ ଆଉ ଗୋଟିଏ ପୁତ୍ର ଦଇେଛନ୍ତି, କାରଣ କଯିନ ତାହାଙ୍କୁ ହତ୍ଯା କଲା।
John 18:38
ପୀଲାତ କହିଲେ, ସତ୍ଯ କ'ଣ? ସେ ଏହା କହିବା ପରେ ପୁଣି ଯିହୂଦୀମାନଙ୍କ ପାଖକୁ ଗଲେ। ପୀଲାତ କହିଲେ, ଏହି ଲୋକ ବିରୁଦ୍ଧ ରେ କୌଣସି ଅଭିଯୋଗ ମୁଁ ପାଉ ନାହିଁ।
Hebrews 12:24
ତୁମ୍ଭମାନେେ, ପରମେଶ୍ବରଙ୍କଠାରୁ ନୂତନ ନିୟମ ନିଜ ଲୋକଙ୍କ ପାଖକୁ ଆଣିଥିବା ଯୀଶୁଙ୍କ ପାଖକୁ ଆସିଛ। ତୁମ୍ଭମାନେେ ହବେଲଙ୍କ ରକ୍ତ ଅପେକ୍ଷା ଅଧିକ ଭଲ ବାକ୍ଯ କହି ପାରୁଥିବା ରକ୍ତ ସଚେନ326 ନିକଟକୁ ଆସିଛ।
1 Peter 4:4
ସହେି ଅବିଶ୍ବାସୀମାନେ ଆଶ୍ଚର୍ୟ୍ଯ ହେଉଛନ୍ତି ଯେ ବର୍ତ୍ତମାନ ତୁମ୍ଭେ ସମାନଙ୍କେ ଭଳି ହିଂସ୍ରକ ଓ ଧ୍ବଂସାକରୀ କାମମାନ କରୁ ନାହଁ।
1 John 2:13
ପିତାମାନେ ! ଯେ ଆଦ୍ଯରୁ ଅଛନ୍ତି, ତୁମ୍ଭମାନେେ ତାହାଙ୍କୁ ଆରମ୍ଭରୁ ଜାଣିଥିବାରୁ ମୁଁ ତୁମ୍ଭମାନଙ୍କୁ ଲେଖୁଛି। ୟୁବକମାନେ ! ତୁମ୍ଭମାନେେ ପାପାତ୍ମାକୁ ପରାଜିତ କରିଥିବାରୁ ମୁଁ ତୁମ୍ଭମାନଙ୍କୁ ଲେଖୁଛି।
Matthew 23:35
ତେଣୁ ଧାର୍ମିକ ଲୋକ ହବେଲଙ୍କଠାରୁ ଆରମ୍ଭ କରି ବରେିଖିୟଙ୍କ ପୁତ୍ର ୟିଖରିୟଙ୍କ ପର୍ୟ୍ଯନ୍ତ ଏ ପୃଥିବୀ ରେ ଯେତେ ଭଲ ଲୋକଙ୍କୁ ମାରି ଦିଆ ଯାଇଛି, ସେଥିପାଇଁ ତୁମ୍ଭମାନେେ ଦୋଷୀ ସାବ୍ଯସ୍ତ ହବେ। ବରେିଖିୟଙ୍କ ପୁତ୍ରୟିଖରିୟଙ୍କୁ ମନ୍ଦିର ଓ ବଦେୀ ମଧ୍ଯ ସ୍ଥଳ ରେ ତୁମ୍ଭମାନେେ ହତ୍ଯା କରିଥିଲ।
Matthew 27:23
ପୀଲାତ ପଚ଼ାରିଲେ, କାହିଁକି? ସେ କ'ଣ ଅପରାଧ କରିଛନ୍ତି? କିନ୍ତୁ ସମସ୍ତେ ଚିତ୍କାର କରି କହିଲେ, ତାହାଙ୍କୁ କୃଶ ରେ ଚ଼ଢ଼ଇେ ଦିଆଯାଉ।
Luke 11:51
ମୁଁ ତୁମ୍ଭମାନଙ୍କୁ ସତ୍ଯ କହୁଛି। ହବେଲ ଙ୍କ ରକ୍ତପାତଠାରୁ ଆରମ୍ଭ କରି ବଦେୀ ଓ ମନ୍ଦିର ର ମଧ୍ଯସ୍ଥଳ ରେ ନିହତ ହାଇେଥିବା ଜିଖରିୟଙ୍କ ରକ୍ତପାତ ପର୍ୟ୍ଯନ୍ତ ସମସ୍ତ ଭବିଷ୍ଯଦ୍ବକ୍ତାଙ୍କ ରକ୍ତପାତ ପାଇଁ ଏହି ସମୟରେ ବଞ୍ଚିଥିବା ଲୋକମାନଙ୍କୁ ଏହି ଦଣ୍ଡ ଭୋଗିବାକୁ ପଡିବ।
John 10:32
କିନ୍ତୁ ଯୀଶୁ ସମାନଙ୍କେୁ କହିଲେ, ମୁଁ ପରମପିତାଙ୍କ ନିର୍ଦ୍ଦେଶ ଅନୁସାରେ ବହୁତ ଆଶ୍ଚର୍ୟ୍ଯ କାର୍ୟ୍ଯ କରି ସାରିଛି। ତୁମ୍ଭେ ସେସବୁ ଦେଖିଛ। ତବେେ କେଉଁ ଭଲ କାର୍ୟ୍ଯ ହତେୁ ତୁମ୍ଭେ ମାେତେ ହତ୍ଯା କରିବା ପାଇଁ ଚେଷ୍ଟା କରୁଛ?
John 15:19
ତୁମ୍ଭମାନେେ ଯଦି ଏ ଜଗତର ହାଇେଥାଆନ୍ତ, ତବେେ ସଂସାର ତୁମ୍ଭମାନଙ୍କୁ ଭଲ ପାଉଥାଆନ୍ତା, ଯେପରି ଏହା ନିଜ ଲୋକକୁ ଭଲ ପାଏ। କିନ୍ତୁ ମୁଁ ତୁମ୍ଭକୁ ଜଗତ ଭିତରୁ ବାଛିଛି। ତେଣୁ ତୁମ୍ଭେ ଏ ଜଗତର ନୁହଁ। ସେଥିପାଇଁ ଜଗତ ତୁମ୍ଭକୁ ଘୃଣା କରେ।
Acts 7:52
ତୁମ୍ଭମାନଙ୍କର ପୂର୍ବପୁରୁଷମାନେ କୌଣସି ଭାବବାଦୀଙ୍କୁ ତାଡ଼ନା ନକରି ଛାଡ଼ି ନାହାଁନ୍ତି। ଏହି ଭାବବାଦୀମାନେ ପୂର୍ବରୁ ସହେି ଧାର୍ମିକ ବ୍ଯକ୍ତିଙ୍କର ଆଗମନ କଥା କହିଥିଲେ। କିନ୍ତୁ ତୁମ୍ଭମାନଙ୍କର ପୂର୍ବପୁରୁଷମାନେ ସହେି ଲୋକମାନଙ୍କୁ ମଧ୍ଯ ମାରି ଦଇେଥିଲେ। ବର୍ତ୍ତମାନ ତୁମ୍ଭମାନେେ ସହେି ଧାର୍ମିକ ବ୍ଯକ୍ତିଙ୍କୁ ପ୍ରତାରିତ ଓ ହତ୍ଯା କରିଛ।
Revelation 17:6
ମୁଁ ସହେି ସ୍ତ୍ରୀ ଲୋକକୁ ପରମେଶ୍ବରଙ୍କର ପବିତ୍ର ଲୋକଙ୍କର ରକ୍ତ ଓ ଯୀଶୁଙ୍କ ବିଷୟ ରେ ସମାନଙ୍କେର ସାକ୍ଷ୍ଯ ଦଇେଥିବା ଲୋକମାନଙ୍କର ରକ୍ତ ପିଇଥିବାର ଦେଖିଲି।
1 John 3:8
ଶୟତାନ ଆରମ୍ଭରୁ ପାପ କରି ଆସୁଅଛି। ଯେଉଁ ଲୋକ ପାପ କରେ, ସେ ଶୟତାନର ଅଟେ। ତେଣୁ ଶୟତାନର ପାପ କାମକୁ ଧ୍ବଂସ କରିବା ପାଇଁ ପରମେଶ୍ବରଙ୍କର ପୁତ୍ର ଏହି ସଂସାରକୁ ଆସିଛନ୍ତି।
1 Thessalonians 2:14
ଭାଇ ଓ ଭଉଣୀମାନେ! ତୁମ୍ଭମାନେେ ୟିହୂଦା ରେ290 ଥିବା ଖ୍ରୀଷ୍ଟ ଯୀଶୁଙ୍କଠା ରେ ପରମେଶ୍ବରଙ୍କ ମଣ୍ଡଳୀଗୁଡ଼ିକର ଲୋକମାନଙ୍କ ଭଳି ହାଇେଛ। ୟିହୂଦା ରେ ପରମେଶ୍ବରଙ୍କ ଲୋକମାନେ ଅନ୍ୟ ଯିହୂଦୀମାନଙ୍କଠାରୁ ଯାତନା ଭୋଗ କରିଥିଲେ। ତୁମ୍ଭମାନେେ ନିଜ ଦେଶର ଲୋକମାନଙ୍କଠାରୁ ମଧ୍ଯ ସହେିଭଳି ଯାତନା ପାଇଛ।