1 John 4:4 in Oriya

Oriya Oriya Bible 1 John 1 John 4 1 John 4:4

1 John 4:4
ପିଲାମାନେ !ତୁମ୍ଭମାନେେ ପରମେଶ୍ବରଙ୍କର ଅଟ। ସେଥିପାଇଁ ତୁମ୍ଭମାନେେ ସମାନଙ୍କେୁ (ଭଣ୍ଡ ଶିକ୍ଷକମାନଙ୍କୁ) ପରାସ୍ତ କରିଛ କାରଣ ତୁମ୍ଭ ମଧିଅରେ ଯେ ଅଛନ୍ତି, ସେ ଜାଗତିକ ଲୋକମାନଙ୍କଠା ରେ ଥିବା ଶୟତାନଠାରୁ ମଧ୍ଯ ମହାନ୍।

1 John 4:31 John 41 John 4:5

1 John 4:4 in Other Translations

King James Version (KJV)
Ye are of God, little children, and have overcome them: because greater is he that is in you, than he that is in the world.

American Standard Version (ASV)
Ye are of God, `my' little children, and have overcome them: because greater is he that is in you than he that is in the world.

Bible in Basic English (BBE)
You are of God, my little children, and you have overcome them because he who is in you is greater than he who is in the world.

Darby English Bible (DBY)
*Ye* are of God, children, and have overcome them, because greater is he that [is] in you than he that [is] in the world.

World English Bible (WEB)
You are of God, little children, and have overcome them; because greater is he who is in you than he who is in the world.

Young's Literal Translation (YLT)
Ye -- of God ye are, little children, and ye have overcome them; because greater is He who `is' in you, than he who is in the world.

Ye
ὑμεῖςhymeisyoo-MEES
of
ἐκekake

τοῦtoutoo
God,
Θεοῦtheouthay-OO
are
children,
ἐστεesteay-stay
little
τεκνίαtekniatay-KNEE-ah
and
have
καὶkaikay
overcome
νενικήκατεnenikēkatenay-nee-KAY-ka-tay
them:
αὐτούς·autousaf-TOOS
because
ὅτιhotiOH-tee
greater
μείζωνmeizōnMEE-zone
is
he
ἐστὶνestinay-STEEN
that
is
hooh
in
ἐνenane
you,
ὑμῖνhyminyoo-MEEN
than
that
ēay
he
hooh
is
in
ἐνenane
the
τῷtoh
world.
κόσμῳkosmōKOH-smoh

Cross Reference

John 12:31
ବର୍ତ୍ତମାନ ଜଗତର ବିଚାରର ସମୟ ଉପସ୍ଥିତ, ଏହି ଜଗତର ଶାସକ ବିତାଡିତ ହବୋର ଏହା ହେଉଛି ସମୟ।

1 John 5:4
ଯେଉଁ ବ୍ଯକ୍ତି ପରମେଶ୍ବରଙ୍କ ସନ୍ତାନ, ଜଗତକୁ ଜୟ କରିବା ନିମନ୍ତେ ତାହାର କ୍ଷମତା ଅଛି।

Romans 8:31
ସେଥିପାଇଁ ଆମ୍ଭେ ଏହି ବିଷୟ ରେ କ'ଣ କହିବା? ଯଦି ପରମେଶ୍ବର ଆମ୍ଭ ସହିତ ଅଛନ୍ତି, ତାହାହେଲେ କୌଣସି ଲୋକ ଆମ୍ଭକୁ ପରାଜିତ କରି ପାରିବ ନାହିଁ।

1 John 5:19
ଆମ୍ଭେ ଜାଣୁ, ଯେ ଆମ୍ଭେ ପରମେଶ୍ବରଙ୍କର ଅଟୁ ମାତ୍ର ସମଗ୍ର ଜଗତ ଶୟତାନର ନିୟନ୍ତ୍ରଣ ରେ ଅଛି।

Romans 8:37
କିନ୍ତୁ ଏସବୁ ରେ ଆମ୍ଭ ପ୍ରତି ପ୍ ରମେ ପ୍ରଦର୍ଶିତ କରିଥିବା ପରମେଶ୍ବରଙ୍କ ଦ୍ବାରା ଆମ୍ଭେ ପୂର୍ଣ ବିଜଯୀ।

Ephesians 3:17
ତୁମ୍ଭ ବିଶ୍ବାସ ହତେୁ ତୁମ୍ଭ ହୃଦୟ ରେ ଖ୍ରୀଷ୍ଟ ବାସ କରନ୍ତି। ତୁମ୍ଭ ଜୀବନ ପ୍ ରମେ ରେ ଶକ୍ତିଶାଳୀ ହେଉ ଏବଂ ପ୍ ରମେ ରେ ଗଢ଼ି ଉଠୁ।

1 John 4:16
ତେଣୁ ଆମ୍ଭେ ପରମେଶ୍ବରଙ୍କ ପ୍ ରମେକୁ ଜାଣିଛୁ ଓ ତହିଁରେ ଭରସା ରଖିଛୁ।

Ephesians 6:12
ଆମ୍ଭର ସଂଘର୍ଷ ଏହି ପୃଥିବୀର ମନୁଷ୍ଯମାନଙ୍କ ବିରୁଦ୍ଧ ରେ ନୁହେଁ, ମାତ୍ର ପୃଥିବୀସ୍ଥ ଅନ୍ଧକାର ଶକ୍ତି, ପରାକ୍ରମୀ ଅଧିପତି ଓ ଶାସକମାନଙ୍କ ବିରୁଦ୍ଧ ରେ। ଆକାଶସ୍ଥ ଦୁଷ୍ଟାତ୍ମାମାନଙ୍କ ବିରୁଦ୍ଧ ରେ ଆମ୍ଭେ ସଂଘର୍ଷ କରୁଛୁ।

1 Corinthians 2:12
ଆମ୍ଭେ ଜଗତର ଆତ୍ମା ଦ୍ବାରା ପରମଶ୍ବରଙ୍କ ପ୍ରଦତ୍ତ ବିଷୟ ଗୁଡ଼ିକୁ ଜାଣି ପାରିବା।

Romans 8:10
0ପାପ ହତେୁ ତୁମ ମାନଙ୍କ ଶରୀର ସବୁବେଳେ ମୃତ ହଇେ ରହିବ। କିନ୍ତୁ ଯଦି ଖ୍ରୀଷ୍ଟ ତୁମ୍ଭମାନଙ୍କ ଭିତ ରେ ଅଛନ୍ତି, ତା' ହେଲେ ଆତ୍ମା ତୁମ୍ଭମାନଙ୍କୁ ଜୀବନ ପ୍ରଦାନ କରିବେ, କାରଣ ଖ୍ରୀଷ୍ଟ ତୁମ୍ଭମାନଙ୍କୁ ପରମେଶ୍ବରଙ୍କ ସହିତ ଧାର୍ମିକ କରିଛନ୍ତି।

1 John 2:13
ପିତାମାନେ ! ଯେ ଆଦ୍ଯରୁ ଅଛନ୍ତି, ତୁମ୍ଭମାନେେ ତାହାଙ୍କୁ ଆରମ୍ଭରୁ ଜାଣିଥିବାରୁ ମୁଁ ତୁମ୍ଭମାନଙ୍କୁ ଲେଖୁଛି। ୟୁବକମାନେ ! ତୁମ୍ଭମାନେେ ପାପାତ୍ମାକୁ ପରାଜିତ କରିଥିବାରୁ ମୁଁ ତୁମ୍ଭମାନଙ୍କୁ ଲେଖୁଛି।

Revelation 12:11
ଆମ୍ଭ ଭାଇମାନେ ମଷେଶାବକଙ୍କ ରକ୍ତ ଦ୍ବାରା ଓ ସମାନଙ୍କେର ପ୍ରଚାର ଦ୍ବାରା ତାହାକୁ ପରାସ୍ତ କରିଛନ୍ତି, କାରଣ ସମାନେେ ନିଜ ନିଜର ଜୀବନକୁ ତୁଚ୍ଛଜ୍ଞାନ କରି ତାହାଙ୍କ ନିମନ୍ତେ ମୃତ୍ଯୁ ଭୋଗ କରିଥିଲେ।

Ephesians 2:2
ଅତୀତ ରେ ତୁମ୍ଭେ ସହେି ପାପ କାର୍ୟ୍ଯ ସହିତ ଜଡ଼ିତ ଥିଲ। ତୁମ୍ଭେ ସାଂସାରିକ ଜୀବନଯାପନ କରୁଥିଲ। ପୃଥିବୀ ରେ ମନ୍ଦ ଶକ୍ତିର ଶାସକକୁ ତୁମ୍ଭେ ଅନୁସରଣ କରୁ ଥିଲ। ସହେି ମନ୍ଦ ଶକ୍ତି ଏବେ ମଧ୍ଯ ପରମେଶ୍ବରଙ୍କୁ ଅମାନ୍ଯ କରୁଥିବା ଲୋକଙ୍କ ଭିତ ରେ କାମ କରୁଛି।

Ephesians 6:10
ଏହି ପତ୍ର ସମାପ୍ତ କଲା ସମୟରେ ମୁଁ କୁ ହେ, ପ୍ରଭୁଙ୍କଠା ରେ ଓ ତାହାଙ୍କର ମହାନ ଶକ୍ତି ରେ ବଳବାନ ହୁଅ।

1 John 4:13
ଆମ୍ଭେ ଜାଣୁ ଯେ, ଆମ୍ଭେ ସବୁ ପରମେଶ୍ବରଙ୍କଠା ରେ ରହିଛୁ ଓ ସେ ଆମ୍ଭଠା ରେ ଅଛନ୍ତି। ଆମ୍ଭେ ଏହା ଜାଣୁ, କାରଣ ପରମେଶ୍ବର ଆମ୍ଭମାନଙ୍କୁ ତାଙ୍କର ପବିତ୍ର ଆତ୍ମାଙ୍କୁ ଦଇେଛନ୍ତି।

2 Corinthians 4:4
ଅବିଶ୍ବାସୀମାନଙ୍କ ମନକୁ ଜଗତପତି ଶୟତାନ ଅନ୍ଧ କରି ଦଇେଛି। ତେଣୁ ସମାନେେ ଖ୍ରୀଷ୍ଟଙ୍କର ସୁସମାଚାରର ଆଲୋକ ଦେଖି ପାରନ୍ତି ନାହିଁ।

1 John 4:6
କିନ୍ତୁ ଆମ୍ଭେସବୁ ପରମେଶ୍ବରଙ୍କର। ତେଣୁ ପରମେଶ୍ବରଙ୍କୁ ଜାଣିଥିବା ଲୋକ ଆମ୍ଭ କଥା ଶୁଣେ। ଯେଉଁ ଲୋକ ପରମେଶ୍ବରଙ୍କର ନୁହେଁ, ସେ ଆମ୍ଭ କଥା ଶୁଣେ ନାହିଁ। ଏହିପରି ଭାବରେ ଆମ୍ଭେ ସତ୍ଯମୟ ଆତ୍ମା ଓ ଲୋକମାନଙ୍କୁ ବିଭ୍ରାନ୍ତ କରୁଥିବା ଆତ୍ମାକୁ ଚିହ୍ନି ପାରିବା।

1 John 3:24
ଯେଉଁ ଲୋକ ତାହାଙ୍କ ଆଦେଶଗୁଡ଼ିକ ପାଳନ କରେ, ସେ ପରମେଶ୍ବରଙ୍କଠା ରେ ରୁ ହେ ଓ ପରମେଶ୍ବର ସହେି ଲୋକଠା ରେ ରୁହନ୍ତି। ପରମେଶ୍ବର ଯେ ଆମ୍ଭମାନଙ୍କଠା ରେ ବାସ କରନ୍ତି, ତାହା ଆମ୍ଭମାନେେ କିପରି ଜାଣିବା ? ପରମେଶ୍ବରଙ୍କ ଦତ୍ତ ପବିତ୍ର ଆତ୍ମାଙ୍କ ଦ୍ବାରା ଆମ୍ଭମାନେେ ତାହା ଜାଣିପାରିବା।

1 John 3:9
ପରମେଶ୍ବରଙ୍କର ସନ୍ତାନ ହବୋ ଲୋକ ଆଉ ପାପ କରେ ନାହିଁ, କାରଣ ଯେଉଁ ନୂଆ ଜୀବନ ପରମେଶ୍ବର ସହେି ଲୋକକୁ ଦିଅନ୍ତି, ତାହା ତା'ଠା ରେ ଥାଏ। ତେଣୁ ସେ ଆଉ ପାପ କରିପା ରେ ନାହିଁ ଯେ ହତେୁ ସେ ପରମେଶ୍ବରଙ୍କର ସନ୍ତାନ ହାଇେସାରିଥାଏ।

2 Corinthians 6:16
ପରମେଶ୍ବରଙ୍କ ମନ୍ଦିର ଓ ମୂର୍ତ୍ତିଗୁଡ଼ିକ ମଧିଅରେ ଚୁକ୍ତି ହାଇେ ପାରିବ ନାହିଁ, କାରଣ ଆମ୍ଭେ ହେଉଛୁ ପରମେଶ୍ବରଙ୍କ ମନ୍ଦିର। ଯେପରି ପରମେଶ୍ବର କହିଛନ୍ତି :

John 10:28
ମୁଁ ନିଜ ମଷେମାନଙ୍କୁ ଅନନ୍ତ ଜୀବନ ଦିଏ। ସମାନେେ କଦାପି ମରିବେ ନାହିଁ। ସମାନଙ୍କେୁ ମାେ ହାତରୁ କହେି ଛଡଇେ ନଇେ ପାରିବେ ନାହିଁ।

John 17:23
ମୁଁ ସମାନଙ୍କେଠା ରେ ରହିବି ଓ ତୁମ୍ଭେ ମାଠାେ ରେ ରହିବ। ତେଣୁ ସମାନେେ ସଂମ୍ପୂର୍ଣ୍ଣ ଭାବେ ଏକ ହାଇପୋରିବେ। ତାହା ହେଲେ ଏହି ଜଗତ ଜାଣିପାରିବ ଯେ, ତୁମ୍ଭେ ମାେତେ ପଠାଇଛ। ଏ ଜଗତ ଜାଣିବ ଯେ, ତୁମ୍ଭେ ମାେତେ ଯେପରି ପ୍ ରମେ କରୁଥିଲ ଠିକ୍ ସହେିପରି ଏହି ଲୋକମାନଙ୍କୁ ମଧ୍ଯ ପ୍ ରମେ କରୁଛ।

John 16:11
ସହେି ସାହାୟ୍ଯକାରୀ ବିଚାରର ସତ୍ଯତା ବିଷୟ ରେ ଜଗତକୁ ପ୍ରମାଣ ଦବେେ, କାରଣ ଏହି ଜଗତର ଶାସକର ବିଚାର ହାଇେ ସାରିଲଣେି।

John 14:17
ସହେି ସାହାୟ୍ଯକାରୀ ଜଣକ ସତ୍ଯମୟ ଆତ୍ମା। ଏ ଜଗତ ତାହାଙ୍କୁ ଗ୍ରହଣ କରି ପାରିବ ନାହିଁ। ଯେ ହତେୁ ଜଗତ ତାହାଙ୍କୁ ଦେଖୁନାହିଁ ବା ଜାଣି ନାହିଁ। କିନ୍ତୁ ତୁମ୍ଭେ ତାହାଙ୍କୁ ଜାଣିଛ। ସେ ତୁମ୍ଭ ସହିତ ରହନ୍ତି ଓ ତୁମ୍ଭ ହୃଦୟ ରେ ବାସ କରିବେ।

1 Corinthians 6:13
ଖାଦ୍ୟ ପଟେ ପାଇଁ ଓ ପଟେ ଖାଦ୍ୟ ପାଇଁ ଅଟେ। ଏ କଥା ଠିକ୍, କିନ୍ତୁ ପରମେଶ୍ବର ଏ ଦୁହିଁକୁ ନାଶ କରିବେ। ଶରୀର ୟୌନଗତ ପାପ ପାଇଁ ନୁହେଁ, ଏବଂ ପ୍ରଭୁଙ୍କ ପାଇଁ ଉଦ୍ଦିଷ୍ଟ, ଓ ପ୍ରଭୁ ଶରୀର ପାଇଁ ଅଟନ୍ତି।

John 14:30
ମୁଁ ତୁମ୍ଭ ସହିତ ବେଶୀ ସମୟ କଥାବାର୍ତ୍ତା ହବେି ନାହିଁ। ଏ ଜଗତର ଶାସକ ଆସୁଛି। ମାେ ଉପରେ ତାର କୌଣସି କ୍ଷମତା ନାହିଁ।