1 John 5:16 ଯଦି କହେି ନିଜ ଭାଇକୁ କିମ୍ବା ଭଉଣୀକୁ ଏଭଳି ପାପ କରୁଥିବାର ଦେଖେ ଆଉ ସହେି ପାପ ମୃତ୍ଯୁଜନକ, ତବେେ ସେ ପାପ କରୁଥିବା ନିଜ ଭାଇ ଓ ଭଉଣୀମାନଙ୍କ ପାଇଁ ପ୍ରାର୍ଥନା କରିବା ଉଚିତ। ତହିଁରେ ପରମେଶ୍ବର ସମାନଙ୍କେୁ ଜୀବନ ପ୍ରଦାନ କରିବେ। ମୁଁ ଏପରି ଲୋକମାନଙ୍କ ବିଷୟ ରେ କହୁଛି, ଯେଉଁମାନେ ଏପରି ପାପରେ ଲିପ୍ତ ଅଛନ୍ତି ଯାହା ସମାନଙ୍କେୁ ଅନନ୍ତ ମୃତ୍ଯୁ ପାଖକୁ ନଇେ ଯାଇପାରିବ ନାହିଁ। ଏପରି ପାପ ମଧ୍ଯ ଅଛି, ଯାହାର ପରିଣାମ ମୃତ୍ଯୁ ଅଟେ। ମୁଁ ତୁମ୍ଭମାନଙ୍କୁ ସପରେି ପାପ ବିଷୟ ରେ ପ୍ରାର୍ଥନା କରିବା ପାଇଁ କହୁ ନାହିଁ।
1 John 5:16 in Other Translations
King James Version (KJV) If any man see his brother sin a sin which is not unto death, he shall ask, and he shall give him life for them that sin not unto death. There is a sin unto death: I do not say that he shall pray for it.
American Standard Version (ASV) If any man see his brother sinning a sin not unto death, he shall ask, and `God' will give him life for them that sin not unto death. There is a sin unto death: not concerning this do I say that he should make request.
Bible in Basic English (BBE) If a man sees his brother doing a sin which is not bad enough for death, let him make a prayer to God, and God will give life to him whose sin was not bad enough for death. There is a sin whose punishment is death: I do not say that he may make such a request then.
Darby English Bible (DBY) If any one see his brother sinning a sin not unto death, he shall ask, and he shall give him life, for those that do not sin unto death. There is a sin to death: I do not say of that that he should make a request.
World English Bible (WEB) If anyone sees his brother sinning a sin not leading to death, he shall ask, and God will give him life for those who sin not leading to death. There is a sin leading to death. I don't say that he should make a request concerning this.
Young's Literal Translation (YLT) If any one may see his brother sinning a sin not unto death, he shall ask, and He shall give to him life to those sinning not unto death; there is sin to death, not concerning it do I speak that he may beseech;
If
Ἐάν
ean
ay-AN
any man
τις
tis
tees
see
ἴδῃ
eidō
EE-thoh
τὸν
ho
oh
brother
ἀδελφὸν
adelphos
ah-thale-FOSE
his
αὐτοῦ
autos
af-TOSE
sin
ἁμαρτάνοντα
hamartanō
a-mahr-TA-noh
a sin
ἁμαρτίαν
hamartia
a-mahr-TEE-ah
not
μὴ
mē
may
unto
πρὸς
pros
prose
death,
θάνατον
thanatos
THA-na-tose
he shall ask,
αἰτήσει
aiteō
ay-TAY-oh
and
καὶ
kai
kay
he shall give
δώσει
didōmi
THEE-thoh-mee
him
αὐτῷ
autos
af-TOSE
life
ζωήν,
zōē
zoh-A
τοῖς
ho
oh
for them that sin
ἁμαρτάνουσιν
hamartanō
a-mahr-TA-noh
not
μὴ
mē
may
unto
πρὸς
pros
prose
death.
θάνατον
thanatos
THA-na-tose
There is
ἔστιν
esti
ay-STEE
a sin
ἁμαρτία
hamartia
a-mahr-TEE-ah
unto
πρὸς
pros
prose
death:
θάνατον·
thanatos
THA-na-tose
not
οὐ
ou
oo
for
περὶ
peri
pay-REE
it.
ἐκείνης
ekeinos
ake-EE-nose
I do say
λέγω
legō
LAY-goh
that
ἵνα
hina
EE-na
he shall pray
ἐρωτήσῃ
erōtaō
ay-roh-TA-oh
Read Full Chapter :
1 John 5
Cross Reference
ଏବ୍ରୀମାନଙ୍କ ନିକଟକୁ ପତ୍ର 6:4
ଲୋକମାନେ ଖ୍ରୀଷ୍ଟଙ୍କ ମାର୍ଗ ଛାଡ଼ି ଦଲୋ ପରେ କ'ଣ ତୁମ୍ଭମାନେେ ସମାନଙ୍କେ ଜୀବନ କବେେ ପରିବର୍ତ୍ତନ କରି ପାରିବ ? ଯେଉଁମାନେ ସତ୍ଯର ଶିକ୍ଷା ପାଇ ସାରିଛନ୍ତି ମୁଁ ସମାନଙ୍କେୁ ଏହା କହୁଛି। ସମାନେେ ପରମେଶ୍ବରଙ୍କ ଦାନ ପ୍ରାପ୍ତ କରି, ଓ ପବିତ୍ର ଆତ୍ମାଙ୍କ ସହଭାଗୀ ହାଇେଛନ୍ତି।
ଯିରିମିୟ 11:14
ତେଣୁ ଯେ ଯିରିମିୟ, ତୁମ୍ଭେ ଏହି ଲୋକମାନଙ୍କ ପାଇଁ ପ୍ରାର୍ଥନା କର ନାହିଁ। କାରଣ ସମାନେେ ଦୁଃଖ ଭୋଗିଲାବେଳେ ଆର୍ତ୍ତସ୍ବର ରେ ସାହାୟ୍ଯ ଭିକ୍ଷା କରିବେ। ମାତ୍ର ଆମ୍ଭେ ସମାନଙ୍କେର କଥା ଶୁଣିବା ନାହିଁ।
ଗଣନା ପୁସ୍ତକ 15:30
ଯଦି ଯେଉଁ ବ୍ଯକ୍ତି ଉବ୍ଦେଶ୍ଯମୂଳକ ଭାବରେ ପାପକର୍ମ କରେ ସେ ଇଶ୍ରାୟେଲୀୟ କି ବିଦେଶୀ ମୂଳ ସ୍ଥାଯୀ ବାସୀନ୍ଦା ହେଉ, ଯଦି ସଦାପ୍ରଭୁଙ୍କର ନିନ୍ଦା କରେ, ତବେେ ସେ ବ୍ଯକ୍ତି ଆପଣା ଲୋକଙ୍କଠାରୁ ବହିସ୍କାର ହବେ।
ପ୍ରଥମ ଶାମୁୟେଲ 2:25
ଜଣେ ମନକ୍ସ୍ଟଷ୍ଯ ଯବେେ ଅନ୍ୟ ଜଣେ ମନକ୍ସ୍ଟଷ୍ଯ ବିରକ୍ସ୍ଟଦ୍ଧ ରେ ପାପ କରେ, ତବେେ ପରମେଶ୍ବର ହକ୍ସ୍ଟଏତ୍ ସାହାୟ୍ଯ କରିପାରନ୍ତି। କିନ୍ତ ମନକ୍ସ୍ଟଷ୍ଯ ଯବେେ ସଦାପ୍ରଭୁଙ୍କ ବିରକ୍ସ୍ଟଦ୍ଧ ରେ ପାପ କରେ, ତବେେ କିଏ ତାହା ପାଇଁ ପ୍ରାର୍ଥନା କରିବ? ତଥାପି ସମାନେେ ପିତାଙ୍କ ବାକ୍ଯ ଶୁଣିଲେ ନାହିଁ, କାରଣ ସମାନଙ୍କେୁ ହତ୍ଯା କରିବାକୁ ସଦାପ୍ରଭୁଙ୍କର ଇଚ୍ଛା ଥିଲା।
ଯିରିମିୟ 7:16
ତେଣୁ ହେ ଯିରିମିୟ, ତୁମ୍ଭେ ଏହି ଲୋକମାନଙ୍କ ପାଇଁ ପ୍ରାର୍ଥନା କର ନାହିଁ। ସମାନଙ୍କେ ପାଇଁ କାତର ପ୍ରାର୍ଥନା ଉତ୍ସର୍ଗ କର ନାହିଁ। ସମାନଙ୍କେ ସାହାୟ୍ଯ ପାଇଁ ଆମ୍ଭକୁ ନିବଦନେ କର ନାହିଁ, କାରଣ ଆମ୍ଭେ ତୁମ୍ଭର ପ୍ରାର୍ଥନା ଶୁଣିବା ନାହିଁ।
ମାଥିଉଲିଖିତ ସୁସମାଚାର 12:31
ତେଣୁ ମୁଁ ତୁମ୍ଭକୁ କହୁଛି ଯେ, ଲୋକେ ଯେଉଁ ସବୁ ପାପ କରୁଛନ୍ତି ତାହା କ୍ଷମା କରି ଦିଆୟିବ। ଲୋକମାନେ ଯେଉଁସବୁ ଖରାପ କଥା କହୁଛନ୍ତି, ତାହା କ୍ଷମା କରି ଦିଆୟିବ। କିନ୍ତୁ ପବିତ୍ରଆତ୍ମାଙ୍କ ବିରୁଦ୍ଧ ରେ ନିନ୍ଦା କଲେ କ୍ଷମା କରାଯାଇ ପାରିବନି।
ଏବ୍ରୀମାନଙ୍କ ନିକଟକୁ ପତ୍ର 10:26
ସତ୍ଯକୁ ଜାଣିଲା ପରେ ମଧ୍ଯ ଯଦି ଆମ୍ଭେ ପାପକାମ କରି ଚାଲିବା ପାଇଁ ଇଚ୍ଛା କରିବା, ତା' ହେଲେ ସିଦ୍ଧାନ୍ତ ନେଉ, ପାପ ହରଣ କରିବା ପାଇଁ ଆଉ କୌଣସି ବଳିଦାନ ନାହିଁ।
ଯିରିମିୟ 14:11
ଆହୁରି ସଦାପ୍ରଭୁ ମାେତେ କହିଲେ, ହେ ଯିରିମିୟ, ତୁମ୍ଭେ ଏହି ଲୋକମାନଙ୍କ ପାଇଁ ମଙ୍ଗଳ ପ୍ରାର୍ଥନା କର ନାହିଁ।
ଲୂକଲିଖିତ ସୁସମାଚାର 12:10
ମନୁଷ୍ଯପୁତ୍ରଙ୍କ ବିରୁଦ୍ଧ ରେ କିଛି କହୁଥିବା ଲୋକକୁ କ୍ଷମା କରି ଦିଆଯାଇପା ରେ। କିନ୍ତୁ ପବିତ୍ର-ଆତ୍ମାଙ୍କ ବିରୁଦ୍ଧ ରେ କହୁଥିବା ଲୋକକୁ କ୍ଷମା କରାଯାଇ ପାରିବ ନାହିଁ
ଯାକୁବଙ୍କ ପତ୍ 5:14
ଯଦି ତୁମ୍ଭ ମଧ୍ଯରୁ କହେି ଜଣେ ଅସୁସ୍ଥ ଅଛି, ତବେେ ସେ ମଣ୍ଡଳୀର ପ୍ରାଚୀନମାନଙ୍କୁ337 ଡ଼ାକିବା ଦରକାର। ସମାନେେ ପ୍ରଭୁଙ୍କ ନାମ ରେ ତାହାଙ୍କୁ ତଲେ ମଖାଇବେ ଓ ତାହାଙ୍କ ପାଇଁ ପ୍ରାର୍ଥନା କରିବେ।
ପିତରଙ୍କ ଦିତୀୟ ପତ୍ର 2:20
ସହେି ଲୋକମାନଙ୍କୁ ସଂସାରର ମନ୍ଦ ବିଷୟରୁ ମୁକ୍ତ କରାଯାଇଥିଲା। ଆମ୍ଭର ପ୍ରଭୁ ଓ ତ୍ରାଣକର୍ତ୍ତା ଯୀଶୁ ଖ୍ରୀଷ୍ଟଙ୍କୁ ଜାଣିବା ଦ୍ବାରା ସମାନେେ ମୁକ୍ତି ପାଇଥିଲେ। କିନ୍ତୁ ଯଦି ସମାନେେ ପୁନର୍ବାର ମନ୍ଦ ବିଷୟଗୁଡ଼ିକ ପ୍ରତି ଆକର୍ଷିତ ହାଇେ ତାହାର ବନ୍ଧନ ରେ ବାନ୍ଧି ହାଇଯେିବେ, ତବେେ ସମାନଙ୍କେ ପୂର୍ବ ଅବସ୍ଥାଠାରୁ ବର୍ତ୍ତମାନର ଅବସ୍ଥା ଆହୁରି ଅଧିକ ଖରାପ ହବେ।
ଆୟୁବ ପୁସ୍ତକ 42:7
ସଦାପ୍ରଭୁ ଆୟୁବ ସହିତ କଥା ଶଷେ କଲା ପରେ ସେ ତୈମନୀଯ ଇଲୀଫସ୍ ସହିତ କଥା ହେଲେ। ସଦାପ୍ରଭୁ ଇଲୀଫସକୁ କହିଲେ, ଆମ୍ଭେ ତୁମ୍ଭ ଉପରେ ଓ ତୁମ୍ଭର ଦୁଇ ବନ୍ଧୁଙ୍କ ଉପରେ କୋରଧିତ। କାହିଁକି ? କାରଣ ତୁମ୍ଭେ ଆମ୍ଭ ବିଷଯ ରେ ଉଚିତ କଥା କହି ନାହଁ। କିନ୍ତୁ ଆୟୁବ ଆମ୍ଭର ଆଶ୍ରିତ। ଆୟୁବ ଆମ୍ଭ ବିଷଯ ରେ ଉଚିତ୍ କଥା କହିଛି।
ଗୀତସଂହିତା 106:23
ପରମେଶ୍ବର ଚାହିଁଥିଲେ ସହେି ଲୋକମାନଙ୍କୁ ସଂପୂର୍ଣ୍ଣ ଧ୍ବଂସ କରିବାକୁ କିନ୍ତୁ ମାଶାେ ତାହାଙ୍କ ମନୋନୀତ ବ୍ଯକ୍ତି ତାଙ୍କର କୋପ ଫରୋଇବା ନିମନ୍ତେ ଭଗ୍ନ ସ୍ଥାନରେ ତାଙ୍କର ସମ୍ମୁଖରେ ଠିଆ ହେଲେ, ସେଥିପାଇଁ ପରମେଶ୍ବର ସମାନଙ୍କେୁ ବିନାଶ କଲେ ନାହିଁ।
ଯିରିମିୟ 15:1
ଅନନ୍ତର ସଦାପ୍ରଭୁ ମାେତେ କହିଲେ, ହେ ଯିରିମିୟ, ଯଦିଓ ମାଶାେ ଓ ଶାମୁଯଲେ ଆମ୍ଭ ସମ୍ମୁଖ ରେ ଠିଆ ହାଇେ ଯିହୁଦାର ଲୋକମାନଙ୍କ ପାଇଁ ପ୍ରାର୍ଥନା କରନ୍ତି, ତଥାପି ଆମ୍ଭର ମନ ଏହି ଲୋକମାନଙ୍କ ପାଇଁ ଅନୁକୂଳ ନୁହେଁ। ସମାନଙ୍କେୁ ଆମ୍ଭ ଦୃଷ୍ଟିରୁ ଦୂର କର। ସମାନଙ୍କେୁ ବାହାରି ୟିବାକୁ କୁହ।
ଯିରିମିୟ 18:18
ଯିରିମିୟଙ୍କ ଶତ୍ରୁଗଣ କହିଲେ, ଆସ ଆମ୍ଭମାନେେ ଯିରିମିୟଙ୍କ ବିରୁଦ୍ଧ ରେ ଯୋଜନା କରିବା, କାରଣ ଯାଜକ ନିକଟରୁ ବ୍ଯବସ୍ଥା, ଶିକ୍ଷିତ ନିକଟରୁ ଜ୍ଞାନ ଅଥବା ଭବିଷ୍ଯଦ୍ ବକ୍ତା ନିକଟରୁ ବାକ୍ଯ ଲୁପ୍ତ ହବେ ନାହିଁ। ତେଣୁ ଆସ ଆମ୍ଭମାନେେ ତାଙ୍କୁ ପ୍ରବଞ୍ଚନା ଦ୍ବାରା ଧ୍ବଂସ କରିବା। ଆମ୍ଭମାନେେ ତାଙ୍କର କୌଣସି କଥା ଶୁଣିବା ନାହିଁ।
ଆମୋଷ 7:1
ସଦାପ୍ରଭୁ ମାେତେ ଏହା ଦଖାଇେଲେ। ଦ୍ବିତୀୟବାର ଶସ୍ଯ ଉତ୍ପାଦନ ଆରମ୍ଭ ହବୋ ସମୟରେ ସେ ପଙ୍ଗପାଳ ସୃଷ୍ଟି କଲେ। ରାଜା ପ୍ରଥମବାର ଶସ୍ଯ ଅମଳ କଲାପ ରେ ଏହା ଦ୍ବିତୀୟବାର ଶସ୍ଯ ଥିଲା।
ଯୋହନଲିଖିତ ସୁସମାଚାର 17:9
ମୁଁ ସମାନଙ୍କେ ପାଇଁ ଏବେ ପ୍ରାର୍ଥନା କରୁଛି। ମୁଁ ପୃଥିବୀର ଲୋକମାନଙ୍କ ପାଇଁ ପ୍ରାର୍ଥନା କରୁ ନାହିଁ। ମୁଁ ସହେିମାନଙ୍କ ପାଇଁ ପ୍ରାର୍ଥନା କରୁଛି, ଯେଉଁମାନଙ୍କୁ ତୁମ୍ଭେ ମାେତେ ଦଇେଥିଲ। କାରଣ ସମାନେେ ତୁମ୍ଭର ଅଟନ୍ତି।
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍ 4:14
କ'ଣ ଆଲକଜୋଣ୍ଡର ମାରେ ବହୁତ ଅନିଷ୍ଟ କରିଛି। ପ୍ରଭୁ ତାହାକୁ ଏହି କାର୍ୟ୍ଯଗୁଡ଼ିକ ଲାଗି ଦଣ୍ଡ ଦବେେ।
ଯିହିଜିକଲ 22:30
ପୁଣି ଦେଶ ଯେପରି ବିନଷ୍ଟ ନ ହବେ ସେଥିପାଇଁ ଯେ ସୁଦୃଢ଼ ପ୍ରାଚୀର କରିପାରିବ ଓ ଫାଟ ସ୍ଥାନ ରେ ଆମ୍ଭ ସମ୍ମୁଖ ରେ ଦେଶ ସପକ୍ଷ ରେ ଠିଆ ହବେ, ଏପରି ଏକ ଲୋକକୁ ଆମ୍ଭେ ଅନ୍ବଷେଣ କଲୁ। ମାତ୍ର ଜଣେ ସୁଦ୍ଧା ପାଇଲୁ ନାହିଁ।
ଆଦି ପୁସ୍ତକ 20:7
ତେଣୁ ତୁମ୍ଭେ ଅବ୍ରହାମଙ୍କୁ ପୁନ୍ନରାଯ ତାଙ୍କ ସ୍ତ୍ରୀଙ୍କୁ ତାଙ୍କୁ ଫରୋଇଦିଅ। ଅବ୍ରହାମ ଜଣେ ଭବିଷ୍ଯତ୍ବକ୍ତା। ସେ ତୁମ୍ଭ ପାଇଁ ପ୍ରାର୍ଥନା କରିବ। ତୁମ୍ଭେ ବଞ୍ଚି ରହିବ। ତୁମ୍ଭେ ଯଦି ସାରାକୁ ଅବ୍ରହାମକୁ ନ ଫରୋଅ ତବେେ ମୁଁ ତୁମ୍ଭକୁ ପ୍ରତିଜ୍ଞା କରି କହୁଛି ତୁମ୍ଭେ ମରିବ। ଏବଂ ତୁମ୍ଭର ପରିବାର ତୁମ୍ଭ ସହିତ ମୃତ୍ଯୁବରଣ କରିବେ।
ଆଦି ପୁସ୍ତକ 20:17
ସଦାପ୍ରଭୁ ଅବିମଲକଙ୍କେର ସମସ୍ତ ସ୍ତ୍ରୀଙ୍କୁ ବନ୍ଧ୍ଯା କଲେ। ପରମେଶ୍ବର ଏପରି କଲେ କାରଣ ଅବିମଲକେ ଅବ୍ରହାମଙ୍କ ସ୍ତ୍ରୀ ସାରାଙ୍କୁ ନଇେଥିଲେ।
ଯାତ୍ରା ପୁସ୍ତକ 32:10
ତେଣୁ ବର୍ତ୍ତମାନ ମାେତେ ବିରକ୍ତ କର ନାହିଁ, ଯେଉଁଥିପାଇଁ ମୁଁ ସମାନଙ୍କେୁ ମାରେ କୋର୍ଧ ରେ ଧ୍ବଂସ କରିବି। ଏହାପରେ ମୁଁ ତୁମ୍ଭଠାରୁ ଏକ ମହାନ ଜାତି ସୃଷ୍ଟି କରିବି।
ଯାତ୍ରା ପୁସ୍ତକ 32:31
ତେଣୁ ମାଶାେ ପରମେଶ୍ବରଙ୍କ ନିକଟକୁ ଫରେିଗଲେ ଏବଂ କହିଲେ, ହେ ସଦାପ୍ରଭୁ, ମାରେ ଗୁହାରି ଶୁଣ। ଏହି ଲୋକମାନେ ସୁବର୍ଣ୍ଣ ରେ ଦବେତାଗଣ କରି ଭୟଙ୍କର ପାପ କରିଛନ୍ତି।
ଯାତ୍ରା ପୁସ୍ତକ 34:9
ହେ ସଦାପ୍ରଭୁ, ଯଦି ତୁମ୍ଭେ ମାେ ପ୍ରତି ସଦଯ, ତବେେ ଆମ୍ଭମାନଙ୍କ ସହିତ ଦୟାକରି ଆସନ୍ତୁ। ମୁଁ ଜାଣେ ଏହି ଲୋକମାନେ ଶକ୍ତଗ୍ରୀବ ଲୋକ। କିନ୍ତୁ ଦୟାକରି ଆମ୍ଭମାନଙ୍କ ପାପର କ୍ଷମା କର! ତୁମ୍ଭର ଲୋକମାନଙ୍କ ପରି ଆମ୍ଭକୁ ଗ୍ରହଣ କର।
ଗଣନା ପୁସ୍ତକ 12:13
ତେଣୁ ମାଶାେ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରି କହିଲେ, ହେ ପରମେଶ୍ବର, ବିନଯ କରୁଅଛି, ତାହାକୁ ସୁସ୍ଥ କର।
ଗଣନା ପୁସ୍ତକ 14:11
ସଦାପ୍ରଭୁ ମାଶାଙ୍କେୁ କହିଲେ, ଏହି ଲୋକମାନେ କେତକୋଳ ମାେତେ ପ୍ରତ୍ଯାଖ୍ଯାନ କରିବେ? ଆଉ ସମାନଙ୍କେ ମଧିଅରେ କରିଥିବା ଆଶ୍ଚର୍ୟ୍ଯ କାର୍ୟ୍ଯ ସର୍ତ୍ତେ, କେତଦେିନ ସମାନେେ ମାେତେ ଅବିଶ୍ବାସ କରିବେ?
ଗଣନା ପୁସ୍ତକ 16:26
ତହୁଁ ମାଶାେ ମଣ୍ତଳୀକି କହିଲେ, ବିନଯ କରୁଅଛ ତୁମ୍ଭମାନେେ ଏହି ଦୁଷ୍ଟ ଲୋକମାନଙ୍କ ଛାଉଣୀରୁ ଉଠିୟାଅ ଏବଂ ସମାନଙ୍କେର କିଛି ମାତ୍ର ସ୍ପର୍ଶ କରନାହିଁ। ନଚେତ୍ ତୁମ୍ଭମାନେେ ସମାନଙ୍କେ ପାପ ଲାଗି ବିନଷ୍ଟ ହବେ।
ଦିତୀୟ ବିବରଣ 9:18
ତୁମ୍ଭମାନେେ କରିଥିବା ପାପର ପ୍ରାଯଶ୍ଚିତ କରାବା ପାଇଁ ଯାହାକି ସଦାପ୍ରଭୁଙ୍କୁ କୋରଧିତ କଲା, ମୁ ଚାଳିଶ ଦିନ ଓ ଚାଳିଶ ରାତି ଉପବାସ କଲି। ପ୍ରଥମ ଥର ପରି ସଦାପ୍ରଭୁଙ୍କୁ ଭୂମିଷ୍ଠ ପ୍ରଣାମ କଲି। ମୁ ଅନ୍ନ ଭୋଜନ କିଅବା ଜଳପାନ କଲିନାହିଁ।
ଦିତୀୟ ବଂଶାବଳୀ 30:18
ଇଫ୍ରଯିମ, ମନଃଶି, ଇଷାଖର ଓ ସବୂଲୂନ୍ର ଅନକେ ଲୋକ ନିଜକୁ ଯଥାର୍ଥରୂପେ ନିସ୍ତାରପର୍ବ ନିମନ୍ତେ ପ୍ରସ୍ତୁତ କରି ନ ଥିଲେ। ସମାନେେ ନିସ୍ତାରପର୍ବକୁ ଯଥାର୍ଥରୂପେ ଯେପରି ମାଶାଙ୍କେ ବ୍ଯବସ୍ଥା ନିଯମ ରେ କୁହାୟାଇଥିଲା, ସହେିପରି ପାଳନ କଲେ ନାହିଁ। କିନ୍ତୁ ହିଜକିଯ ସହେି ଲୋକମାନଙ୍କ ନିମନ୍ତେ ପ୍ରାର୍ଥନା କଲେ। ହିଜକିଯ ଏହି ପ୍ରକା ରେ ପ୍ରାର୍ଥନା କଲେ, ହେ ସଦାପ୍ରଭୁ ପରମେଶ୍ବର, ତୁମ୍ଭେ ମଙ୍ଗଳକାରୀ ଅଟ।
ମାର୍କଲିଖିତ ସୁସମାଚାର 3:28
ମୁଁ ତୁମ୍ଭକୁ ସତ୍ଯ କହୁଛି। ଲୋକେ ଯେଉଁ ସବୁ ପାପ କରୁଛନ୍ତି, ସଗେୁଡିକୁ କ୍ଷମା କରି ଦିଆ ଯାଇ ପାରିବ। ଲୋକେ ପରମେଶ୍ବରଙ୍କ ବିରୁଦ୍ଧ ରେ ଯେତେ ସବୁ ଖରାପ କଥା କହୁଛନ୍ତି, ସେସବୁଗୁଡିକୁ ମଧ୍ଯ କ୍ଷମା କରି ଦିଆଯାଇ ପାରିବ।