1 Kings 1
1 ରାଜା ଦାଉଦ ଅତ୍ଯନ୍ତ ବୃଦ୍ଧ ହେଲ। ତାଙ୍କର ପରିଗ୍ଭରକଗଣ ତାଙ୍କୁ ଉଷ୍ଣ କରିବା ପାଇଁ ବହୁତ କମ୍ବଳ ଓ ବହୁ ବସ୍ତ୍ର ରେ ଆଚ୍ଛାଦାନ କଲେ। କିନ୍ତୁ ସେ କିଛି ଉଷ୍ଣତା ପାଇଲେ ନାହିଁ।
2 ତେଣୁ ତାଙ୍କର ଦାସମାନେ ତାଙ୍କୁ କହିଲ, ଆମ୍ଭମାନେେ ଆପଣଙ୍କ ସବୋ ନିମନ୍ତେ ଏକ ୟୁବତୀ କନ୍ଯା ଖାଜେି ଆଣିବୁ। ସେ ଆପଣଙ୍କୁ ଉଷ୍ଣତା ଦବୋକୁ ଆପଣଙ୍କ କୋଳ ରେ ଶଯନ କରିବ।
3 ଏଣୁ ରାଜାଙ୍କର ଦାସମାନେ ଇଶ୍ରାୟେଲର ସମସ୍ତ ଅଞ୍ଚଳ ରେ ସୁନ୍ଦରୀ କନ୍ଯାର ଅନ୍ବଷେଣ କରିବା ଆରମ୍ଭ କରି ଦେଲେ। ଶଷେ ରେ ସେ ଶୁନମେୀୟା ନଗରରୁ ଅବୀଶଗ ନାମକ ଏକ ସୁନ୍ଦରୀ ୟୁବତୀ ପାଇଲେ ଓ ତାକୁ ରାଜାଙ୍କ ନିକଟକୁ ଘନେି ଆସିଲେ।
4 ସହେି ୟୁବତୀ ଅତି ସୁନ୍ଦରୀ ଥିଲା। ସେ ରାଜାଙ୍କର ସବୋ ଓ ପରିଚର୍ୟ୍ଯା କଲା।ମାତ୍ର ରାଜା ଦାଉଦ ତା' ସହିତ ୟୌନ ସମ୍ପର୍କ ରଖିଲେ ନାହିଁ।
5 ରାଜା ଦାଉଦ ଓ ପତ୍ନୀ ହଗୀତଙ୍କର ପୁତ୍ର ଅଦୋନିଯ ଅତି ସୁନ୍ଦର ଥିଲେ। ସେ ତାଙ୍କର ଭାଇ ଅବଶାଲୋମଙ୍କ ପରେ ଜନ୍ମ ଗ୍ରହଣ କରିଥିଲେ। ମାତ୍ର ସେ ଅତ୍ଯନ୍ତ ଗର୍ବୀ ଥିଲେ ଓ ନିଜେ ପରବର୍ତ୍ତୀ ରାଜା ହବୋକୁ ସ୍ଥିର କଲେ।
6 ସେ ଗୋଟିଏ ରଥ, ଅଶ୍ବାରୋହୀଗଣ ଓ ସମ୍ମୁଖ ରେ ଦୌଡିବା ପାଇଁ ପଗ୍ଭଶ ଜଣ ଲୋକ ପାଇଲେ। ମାତ୍ର ରାଜା ଦାଉଦ କବେେ ଅଦୋନିଯଙ୍କୁ ଠିକ୍ କରିବାକୁ ଚେଷ୍ଟା କରି ନ ଥିଲେ। ଏପରିକି ସେ ତାଙ୍କୁ ପଚାରିଲେ ନାହିଁ ଯେ କାହିଁକି ସେ ଏହିସବୁ କରୁଥିଲେ?
7 ପୁଣି ସେ ସରୁଯାର ପୁତ୍ର ଯୋୟାବ ଓ ଅବିଯାଥର ଯାଜକ ସହିତ ପରାମର୍ଶ କଲେ। ସମାନେେ ଅଦୋନିଯର ଅନୁଗତ ହାଇେ ତାଙ୍କୁ ରାଜା କରିବାକୁ ସାହାୟ୍ଯ କଲେ।
8 ମାତ୍ର ସାଦୋକ ଯାଜକ, ଯିହାୟୋଦାରଦାର ପୁତ୍ର ବନାଯ, ନାଥନ ଭବିଷ୍ଯଦ୍ବକ୍ତା, ଶିମିଯି, ରଯେି ଓ ଦାଉଦଙ୍କର ସ୍ବତନ୍ତ୍ର ପ୍ରହପୀଗଣ ଅଦୋନିଯଙ୍କୁ ସମର୍ଥନ କରି ନ ଥିଲେ। ସମାନେେ ଦାଉଦଙ୍କର ବିଶ୍ବସ୍ତ ଥିଲେ।
9 ଥରେ ଅଦୋନିଯ ଐନ ରୋଗଲରେ ପାଶର୍ବସ୍ଥ ସୋ ହେଲତ ପଥର ନିକଟରେ ମଷେ, ବୃକ୍ଷ ଓ ପୁଷ୍ଟ ବାଛୁରୀ ମାରି ନିଜର ଭ୍ରାତା ରାଜପୁତ୍ରମାନଙ୍କୁ ଓ ଯିହୁଦା ରାଜାଙ୍କର ସମସ୍ତ କର୍ମଗ୍ଭରୀମାନଙ୍କୁ ଉତ୍ସର୍ଗ କରିଥିବା ପଶୁର ମାଂସ ଖାଇବା ପାଇଁ ନିମନ୍ତ୍ରଣ କଲେ।
10 ମାତ୍ର ସେ ନାଥନ ଭବିଷ୍ଯଦ୍ବକ୍ତାଙ୍କୁ, ବନାଯଙ୍କୁ, ପିତାଙ୍କର ସ୍ବତନ୍ତ୍ର ବୀରମାନଙ୍କୁ ଓ ନିଜର ଭାଇ ଶଲୋମନଙ୍କୁ ନିମନ୍ତ୍ରଣ କଲେ ନାହିଁ।
11 ଏଥି ରେ ନାଥନ ଶଲୋମନଙ୍କର ମାତା ବତ୍ଶବୋଙ୍କୁ କହିଲେ, ଆମ୍ଭମାନଙ୍କର ପ୍ରଭୁ ଦାଉଦଙ୍କ ଅଜ୍ଞାତସାର ରେ ହଗୀତଙ୍କର ପୁତ୍ର ଅଦୋନିଯ ନିଜକୁ ରାଜା କରିଅଛନ୍ତି। ଏହା କ'ଣ ତୁମ୍ଭେ ଶୁଣି ନାହିଁ?
12 ଏଣୁ ତୁମ୍ଭର ଓ ତୁମ୍ଭ ପୁତ୍ର ଶଲୋମନର ଜୀବନ ବିପଦପୂର୍ଣ। ତୁମ୍ଭେ ନିଜର ଓ ନିଜ ପୁତ୍ର ଶଲୋମନର ଜୀବନ କିପରି ରକ୍ଷା କରିପାରିବ, ମୁଁ ତୁମ୍ଭକୁ ମନ୍ତ୍ରଣା ଦବେି।
13 ତୁମ୍ଭେ ରାଜା ଦାଉଦଙ୍କ ନିକଟକୁ ୟାଇ କୁହ, ' ହେ ମାରେ ମହାଶୟ ମହାରାଜ, ଆପଣ କ'ଣ ପ୍ରତିଜ୍ଞା କରି ଏ ଦାସୀକୁ କହି ନ ଥିଲେ, ମାେ ଉତ୍ତା ରେ ତୁମ୍ଭର ପୁତ୍ର ଶଲୋମନ ରାଜ୍ଯ ଶାସନ କରିବ ଓ ସେ ମାେ ସିଂହାସନ ରେ ବସିବ? ତବେେ ଅଦୋନିଯ କିପରି ରାଜ୍ଯ କରୁଅଛି?'
14 ଆମ୍ଭେ ଯେତବେେଳେ ରାଜାଙ୍କ ସହିତ କଥାବାର୍ତ୍ତା କରୁଥିବ, ମୁଁ ସଠାେରେ ପହଞ୍ଚିବି ଏବଂ ତୁମ୍ଭେ ସେ ସ୍ଥାନ ଛାଡିଲା ପରେ ମୁଁ ତୁମ୍ଭର କଥାଗୁଡିକ ନିଶ୍ଚିତ କରିବି।
15 ଏଥି ରେ ବତ୍ଶବୋ ଶଯନାଗାର ଭିତରକୁ ୟାଇ ରାଜାଙ୍କୁ ଦେଖିଲେ। ସେତବେେଳେ ରାଜା ଅତ୍ଯନ୍ତ ବୃଦ୍ଧ ଥିଲେ। ଶୁନମେୀୟା ୟୁବତୀ ଅବୀଶଗ ରାଜାଙ୍କର ପରିଚର୍ୟ୍ଯା କରୁଥିଲା।
16 ବତ୍ଶବୋ ମୁଣ୍ତ ନୁଆଁଇ ରାଜାଙ୍କୁ ପ୍ରମାଣ କଲେ। ତା'ପରେ ରାଜା ପଚାରିଲେ, ତୁମ୍ଭେ କ'ଣ ଇଚ୍ଛା କରୁଛ?
17 ବତ୍ଶବୋ କହିଲେ, ହେ ମାରେ ମହାଶୟ, ଆପଣ ସଦାପ୍ରଭୁ ତୁମ୍ଭର ପରମେଶ୍ବରଙ୍କ ନାମ ରେ ଏ ଦାସୀ ନିକଟରେ ପ୍ରତିଜ୍ଞା କରିଥିଲେ ଯେ, 'ମାେ ଉତ୍ତା ରେ ତୁମ୍ଭ ପୁତ୍ର ଶଲୋମନ ନିଶ୍ଚଯ ରାଜା ହବେ ଓ ସେ ମାେ ସିଂହାସନ ରେ ବସିବ'।
18 ମାତ୍ର ବର୍ତ୍ତମାନ ଆପଣଙ୍କ ଅଜ୍ଞାତ ରେ ଅଦୋନିଯ ରାଜ୍ଯ କରୁଅଛି। ଅଥଚ ଆପଣ ଜାଣନ୍ତି ନାହିଁ।
19 ଆଉ ସେ ଅନକେ ମଷେ, ବୃଷ ଓ ପୁଷ୍ଟ ପଶୁ ମାରି ମହାରାଜାଙ୍କ ସମସ୍ତ ପୁତ୍ରମାନଙ୍କୁ, ଅବିଯାଥର ଯାଜକଙ୍କୁ ଓ ଯୋୟାବ ସନୋପତିଙ୍କୁ ନିମନ୍ତ୍ରଣ କରିଅଛି, ମାତ୍ର ଆପଣଙ୍କ ବିଶ୍ବସ୍ତ ପୁତ୍ର ଶଲୋମନଙ୍କୁ ଡାକି ନାହିଁ।
20 ହେ ମାରେ ମହାଶୟ ମହାରାଜା, ବର୍ତ୍ତମାନ ସମଗ୍ର ଇଶ୍ରାୟେଲବାସୀ ଆପଣଙ୍କ ଉପରେ ଦୃଷ୍ଟି ରଖିଛନ୍ତି। ସମାନେେ ଦେଖିବା ପାଇଁ ଅପେକ୍ଷା କରିଛନ୍ତି। ଆପଣଙ୍କ ଅନ୍ତେ କାହାକୁ ଆପଣ ସିଂହାସନ ରେ ବସାଇ ରାଜା କରିବେ।
21 ତେଣୁ ଆପଣ ମୃତ୍ଯୁ ପୂର୍ବରୁ କିଛି ଗୋଟିଏ ସ୍ଥିର କରନ୍ତୁ। ତା'ପରେ ନ ହେଲ ଆପଣ ଆପଣଙ୍କ ପିତୃପୁରୁଷଙ୍କ ସହିତ ସମାଧିସ୍ଥ ହେଲାପରେ ମୁଁ ଓ ମାରେ ପୁତ୍ର ଶଲୋମନ ଦୋଷୀ ବୋଲି ପରିଗଣିତ ହବେୁ।
22 ବତ୍ଶବୋ ରାଜାଙ୍କ ସହିତ କଥାବାର୍ତ୍ତା କରୁଥିବା ବେଳେ ଭବିଷ୍ଯଦ୍ବକ୍ତା ନାଥନ ସଠାେରେ ଉପସ୍ଥିତ ହେଲ।
23 ରାଜାଙ୍କର ଦାସମାନେ ରାଜାଙ୍କୁ କହିଲେ, ଭବିଷ୍ଯଦ୍ବକ୍ତା ନାଥନ ଏଠା ରେ ଉପସ୍ଥିତ। ତା'ପରେ ନାଥନ ରାଜାଙ୍କ ସମ୍ମୁଖକୁ ୟାଇ ତାଙ୍କୁ ନତମସ୍ତକ ହାଇେ ପ୍ରଣାମ କଲେ।
24 ନାଥନ କହିଲେ, ହେ ମାରେ ମହାରାଜ, ଆପଣ କ'ଣ ଘାଷେଣା କରିଛନ୍ତି କି ଆପଣଙ୍କ ପରେ ଅଦୋନିଯ ରାଜ୍ଯ କରିବେ ଓ ଆପଣଙ୍କ ସିଂହାସନକୁ ଅଧିକାର କରିବେ?
25 କାରଣ ସେ ଆଜି ୟାଇ ଉପତ୍ୟକା ରେ ଅନକେ ମଷେ, ବୃଷ ଓ ପୁଷ୍ଟ ପଶୁ ମାରି ସମସ୍ତ ରାଜପୁତ୍ରମାନଙ୍କୁ ଓ ସନୋପତିମାନଙ୍କୁ ଏବଂ ଅବିଯାଥର ଯାଜକଙ୍କୁ ନିମନ୍ତ୍ରଣ କରିଅଛନ୍ତି। ସମାନେେ ଏକତ୍ରୀତ ହାଇେ ଭୋଜନ ପାନ କରୁଛନ୍ତି ଓ କହୁଛନ୍ତି, 'ରାଜା ଅଦୋନିଯ ଚିରଜୀବି ହୁଅନ୍ତୁ।'
26 କିନ୍ତୁ ସେ ମାେତେ, ସାଦୋକ ଯାଜକଙ୍କୁ, ଯିହାୟୋଦାରଦାର ପୁତ୍ର ବନାଯକୁ ଓ ଆପଣଙ୍କ ପୁତ୍ର ଶଲୋମନକୁ ନିମନ୍ତ୍ରଣ କରି ନାହାଁନ୍ତି।
27 ମାରେ ମହାରାଜ, ଆପଣ ଆମ୍ଭମାନଙ୍କୁ ନ ଜଣାଇ ଏହି କାର୍ୟ୍ଯ କରିଛନ୍ତି କି? ଦୟାକରି କୁହନ୍ତୁ କିଏ ଆପଣଙ୍କ ଅନ୍ତେ ସିଂହାସନ ରେ ବସିବ?
28 ତା'ପରେ ରାଜା ଦାଉଦ କହିଲେ, ବତ୍ଶବୋକୁ ମାେ ପାଖକୁ ଡାକ! ତେଣୁ ସେ ରାଜାଙ୍କୁ ନିକଟକୁ ୟାଇ ତାଙ୍କ ସମ୍ମୁଖ ରେ ଛିଡା ହେେଲ।
29 ତା'ପରେ ରାଜା ଶପଥ କଲେ, ଯେ ପର୍ୟ୍ଯନ୍ତ ସଦାପ୍ରଭୁ ଜୀବିତ ଅଛନ୍ତି ପରମେଶ୍ବର ମାେତେ ସମସ୍ତ ବିପଦରୁ ରକ୍ଷା କରିଛନ୍ତି। ମୁଁ ଏହି ପ୍ରତିଜ୍ଞା କରୁଛି।
30 ଯାହା ପୂର୍ବରୁ ମୁଁ ତୁମ୍ଭ ନିକଟରେ ପ୍ରତିଜ୍ଞା କରିଥିଲି ଆଜି ମୁଁ ତାହା କରିବି। ତୁମ୍ଭର ପୁତ୍ର ଶଲୋମନ ରାଜ୍ଯ ଶାସନ କରିବ ଓ ମାେ ଅନ୍ତେ ମାେ ପଦ ରେ ସିଂହାସନ ରେ ବସିବ। ସଦାପ୍ରଭୁ ଇଶ୍ରାୟେଲର ପରମେଶ୍ବରଙ୍କ ନାମ ରେ ମୁଁ ପ୍ରତିଜ୍ଞା କରି କହୁଛି, ମୁଁ ମାରେ ପ୍ରତିଜ୍ଞା ରଖିବି ଓ ଆଜି ତାହା ପାଳନ କରିବି।
31 ତା'ପରେ ବତ୍ଶବୋ ରାଜାଙ୍କୁ ଭୂମିଷ୍ଠ ପ୍ରଣାମ କରି କହିଲେ, ମାେ ମହାରାଜ ଦାଉଦ, ଦୀର୍ଘଜୀବି ହୁଅନ୍ତୁ!
32 ତା'ପରେ ରାଜା ଦାଉଦ କହିଲେ, ସାଦୋକ ଯାଜକକୁ, ନାଥନ ଭବିଷ୍ଯଦ୍ବକ୍ତାଙ୍କୁ ଓ ଯିହାୟୋଦାରଦାର ପୁତ୍ର ବନାଯକୁ ମାେ ନିକଟକୁ ଡାକ। ଏଣୁ ସେ ତିନିଜଣ ରାଜାଙ୍କ ସମ୍ମୁଖକୁ ଆସିଲେ।
33 ତା'ପରେ ରାଜା ସମାନଙ୍କେୁ କହିଲେ, ମାରେସମସ୍ତ ଦାସମାନଙ୍କୁ ତୁମ୍ଭମାନଙ୍କ ସଙ୍ଗ ରେ ନଇେ ଓ ମାରେ ପୁତ୍ର ଶଲୋମନକୁ ମାେ ନିଜ ଖଚର ରେ ବସାଇ ଗୀହୋନ ଝରଣା ନିକଟକୁ ଆଣ।
34 ଆଉ ସଠାେରେ ଯାଜକ ସାଦୋକ ଓ ଭବିଷ୍ଯଦ୍ବକ୍ତା ନାଥନ ଶଲୋମନକୁ ଇଶ୍ରାୟେଲର ନୂତନ ରାଜା ରୂପେ ନିଶ୍ଚିଯ ଅଭିଷିକ୍ତ କରିବେ। ପୁଣି ତୁମ୍ଭମାନେେ ତୂରୀ ବଜାଇ କୁହ, 'ରାଜା ଶଲୋମନ ଦୀର୍ଘଜୀବି ହୁଅନ୍ତୁ।'
35 ତହିଁ ଉତ୍ତା ରେ ତୁମ୍ଭମାନେେ ତା' ସହିତ ଫରେିଆସ। ଶଲୋମନ ମାରେ ସିଂହାସନ ରେ ବସୁ ଓ ମାେ ସ୍ଥାନ ରେ ସେ ନୂଆ ରାଜା ହେଉ। ମୁଁ ଇଶ୍ରାୟେଲ ଓ ଯିହୁଦାର ନୂତନ ଶାସକ ରୂପେ ତାକୁ ମନୋନୀତ କରିଅଛି।
36 ଏଥି ରେ ଯିହାୟୋଦାରଦାର ପୁତ୍ର ବନାଯ ରାଜାଙ୍କୁ ଉତ୍ତର କରି କହିଲା, ଏମନ୍ତ ହେଉ, ମାେ ମହାରାଜାଙ୍କୁ ସଦାପ୍ରଭୁ ପରମେଶ୍ବର ମଧ୍ଯ ଏପରି କୁହନ୍ତୁ।
37 ସଦାପ୍ରଭୁ ଯେପରି ମାରେ ମହାରାଜାଙ୍କର ସହବର୍ତ୍ତା ହାଇେଅଛନ୍ତି, ସହେିପରି ସଦାପ୍ରଭୁ ଶ ଲୋମନଙ୍କର ମଧ୍ଯ ସହବର୍ତ୍ତୀ ହୁଅନ୍ତୁ। ରାଜା ଶ ଲୋମନଙ୍କର ରାଜ୍ଯ ମାରେ ମହାରାଜଙ୍କର ରାଜ୍ଯଠାରୁ ଅଧିକ ବଡ ଓ ଅଧିକ ଶକ୍ତିଶାଳୀ ହେଉ।
38 ତେଣୁ ଯାଜକ ସାଦୋକ, ଭବିଷ୍ଯଦ୍ବକ୍ତା ନାଥନ ଓ ଯିହାୟୋଦାରଦାର ପୁତ୍ର ବନାଯ ଏବଂ ରାଜାଙ୍କର ଦାସମାନେ ତାଙ୍କର ରାଜକୀଯ ଆଦେଶ ପାଳନ କଲେ। ସମାନେେ ରାଜ ଶଲୋମନଙ୍କୁ ଦାଉଦଙ୍କର ଗଧ ଉପରେ ବସାଇ ଗୀହାନେ ଝରଣା ନିକଟକୁ ନଇଗେଲେ।
39 ପୁଣି ଯାଜକ ସାଦୋକ ପବିତ୍ର ତମ୍ବୁ ମଧ୍ଯରୁ ଶିଙ୍ଗାଏ ପବିତ୍ର ତୈଳ ନଇେ ଶଲୋମନଙ୍କୁ ଅଭିଷକେ କଲେ। ତା'ପରେ ସମାନେେ ଉଚ୍ଚ ସ୍ବର ରେ ତୂରୀ ବଜାଇଲେ ଏବଂ ସମସ୍ତ ଲୋକମାନେ ଉଚ୍ଚ ସ୍ବର ରେ କହିଲେ, ରାଜା ଶଲୋମନ ଚିରଜୀବି ହୁଅନ୍ତୁ।
40 ତତ୍ପରେ ସମସ୍ତ ଲୋକ ଶଲୋମନଙ୍କ ପେଛ ପେଛ ନଗରକୁ ଗଲେ। ସମାନେେ ବହୁତ ଖୁସି ଥିଲେ ଓ ବଂଶୀ ବାଦନ କରି ଏପରି ମହାହର୍ଷନାଦ କଲେ ଯେ ପୃଥିବୀ ପ୍ରକମ୍ପିତ ହେଲା।
41 ଏହି ସମୟରେ ଅଦୋନିଯ ଓ ତାହାର ସମସ୍ତ ନିମନ୍ତ୍ରିତ ଅତୀଥି ଭୋଜନ ସମାପ୍ତ କରିବା ସମୟରେ ସମାନେେ ତୂରୀ ଶଦ୍ଦ ଶୁଣିଲେ। ଯୋୟାବ ପଚାରିଲେ, ନଗର ରେ ଏହି କୋଳାହଳ ଶଦ୍ଦ କାହିଁକି ହେଉଅଛି?
42 ଯୋୟାବ ଏହିକଥା କହୁଥିବା ବେଳେ ଯାଜକ ଅବିଯାଥର ପୁତ୍ର ଯୋନାଥନ ସଠାେରେ ପହଞ୍ଚିଲା। ଅଦୋନିଯ, ଭିତରକୁ ଡାକିଲା, ତୁମ୍ଭେ ଯୋଗ୍ଯ ପୁରୁଷ, ତୁମ୍ଭେ ନିଶ୍ଚିତ ସୁସମାଗ୍ଭର ଆଣିଥିବ।
43 ମାତ୍ର ଯୋନାଥନ ଉତ୍ତର କଲେ, ଏହା ତୁମ୍ଭପାଇଁ ସୁସମାଗ୍ଭର ନୁହେଁ। ରାଜା ଦାଉଦ ଶଲୋମନଙ୍କୁ ନୂଆ ରାଜା କରିଛନ୍ତି।
44 ପୁଣି ରାଜା ଯାଜକ ସାଦୋକକୁ, ଭବିଷ୍ଯଦ୍ବକ୍ତା ନାଥନଙ୍କୁ, ଯିହାୟୋଦାରଦାର ପୁତ୍ର ବନାଯକୁ ଓ ରାଜାଙ୍କର ସମସ୍ତ କର୍ମଗ୍ଭରୀଗଣଙ୍କୁ ତାଙ୍କ ସହିତ ପଠାଇଲେ ଓ ସମାନେେ ତାଙ୍କୁ ରାଜାଙ୍କ ନିଜ ଖଚର ରେ ଆରୋହଣ କରାଇଲେ।
45 ତା'ପରେ ସାଦୋକ ଯାଜକ ଓ ନାଥନ ଭବିଷ୍ଯଦ୍ବକ୍ତା ଶଲୋମନଙ୍କୁ ଗୀହାନେ ଝରଣା ନିକଟରେ ଅଭିଷକେ କରାଇଲେ। ତା'ପରେ ସମାନେେ ନଗର ରେ ପ୍ରବେଶ କଲେ ଓ ଲୋକମାନେ ତାଙ୍କ ପଶ୍ଚାଧାବନ କଲେ। ବର୍ତ୍ତମାନ ସମସ୍ତ ନଗରବାସୀ ମହାଆନନ୍ଦିତ ଓ ସହେି ଆନନ୍ଦଧ୍ବନି ତୁମ୍ଭେ ଶୁଣୁଥିଲ।
46 ଶଲୋମନ ସିଂହାସନ ଉପରେ ବସିଛନ୍ତି, ଏପରିକି ରାଜକର୍ମଗ୍ଭରୀଗଣ ରାଜା ଦାଉଦଙ୍କୁ ଅଭିବାଦନ ଜଣାଉଛନ୍ତି। ସମାନେେ କହୁଛନ୍ତି, 'ରାଜା ଦାଉଦ, ତୁମ୍ଭେ ଜଣେ ମହାନ୍ ରାଜା। ଆମ୍ଭମାନେେ ତୁମ୍ଭର ପରମେଶ୍ବରଙ୍କୁ ପ୍ରାର୍ଥନା କରୁଛୁ, ଶଲୋମନକୁ ତୁମ୍ଭ ଅପେକ୍ଷା କରନ୍ତୁ।
47 ମହାନରାଜା ତୁମ୍ଭର ପରମେଶ୍ବର ତୁମ୍ଭଠାରୁ ତାଙ୍କୁ ଅଧିକ ଖ୍ଯାତ କରନ୍ତୁ ଓ ତାଙ୍କର ସାମ୍ରାଜ୍ଯ ତୁମ୍ଭ ଅପେକ୍ଷା ଅଧିକ ବଡ ଓ ଶକ୍ତିଶାଳୀ ହେଉ।'
48 ରାଜା କହିଲେ, ସଦାପ୍ରଭୁ ଇଶ୍ରାୟେଲର ପରମେଶ୍ବରଙ୍କୁ ପ୍ରଶଂସା କର, ସେ ଆଜି ମାରେ ସିଂହାସନ ରେ ମାରେ ପୁତ୍ରମାନଙ୍କ ମଧ୍ଯରୁ ଜଣଙ୍କୁ ବସାଇଲେ, ଏହା ଦେଖିବା ପାଇଁ ସେ ମାେତେ ଜୀବିତ ରଖିଲେ।
49 ଏଥି ରେ ଅଦୋନିଯର ନିମନ୍ତ୍ରିତ ଲୋକମାନେ ଭୟଭୀତ ହେଲେ ଓ ପ୍ରେତ୍ୟକକ ଶିଘ୍ର ଗ୍ଭଲିଗଲେ।
50 ଅଦୋନିଯ ମଧ୍ଯ ଭୟ କଲା। କାରଣ ସେ ଶଲୋମନଙ୍କୁ ଭୟ କରୁଥିଲା। ତେଣୁ ସେ ଉଠିୟାଇ ୟଜ୍ଞବଦେୀର ଶିଙ୍ଗକୁ ଅବଲମ୍ବନ କଲା
51 ତା'ପରେ କହେି ଜଣେ ଶ ଲୋମନକୁ ସମ୍ବାଦ ଦଲୋ, ଅଦୋନୀଯ ତୁମ୍ଭକୁ ଭୟ କରୁଛି। ତେଣୁ ସେ ୟଜ୍ଞବଦେୀର ଶିଙ୍ଗକୁ ଅବଲମ୍ବନ କରିଅଛି। ସେ ଛାଡିବା ପାଇଁ ମନା କରି କହୁଛିନ୍ତି, 'ଶଲୋମନ ରାଜା ଆପଣା ଦାସ ଅଦୋନିଯକୁ ହତ୍ଯା କରିବେ ନାହିଁ ବୋଲି ପ୍ରତିଜ୍ଞା କୁହନ୍ତୁ।'
52 ତହିଁରେ ଶଲୋମନ ଉତ୍ତର କଲେ, ଯଦି ଅଦୋନିଯ ନିଜକୁ ଜଣେ ଉତ୍ତମ ଲୋକ ବୋଲି ପ୍ରମାଣ କରିବ ତବେେ ମୁଁ ପ୍ରତିଜ୍ଞା କରୁଛି ତା'ର କେଶ ମଧ୍ଯ କହେି ସ୍ପର୍ଶ କରିବେ ନାହିଁ। କିନ୍ତୁ ଯଦି ସେ କୁକର୍ମ କାର୍ୟ୍ଯ କରେ ସେ ନିଶ୍ଚିତ ବଧ ହବେ।
53 ତା'ପରେ ରାଜା ଶଲୋମନ କେତକେ ଲୋକଙ୍କୁ ଅଦୋନିଯ ନିକଟକୁ ପଠାଇଲେ। ସମାନେେ ଅଦୋନିଯକୁ ଶ ଲୋମନ ନିକଟକୁ ଆଣିଲେ। ଅଦୋନିଯ ରାଜା ଶଲୋମନଙ୍କୁ ପ୍ରମାଣ କଲା। ଶଲୋମନ ତାହାକୁ କହିଲେ, ନିଜ ଘରକୁ ୟାଅ।
1 Now king David was old and stricken in years; and they covered him with clothes, but he gat no heat.
2 Wherefore his servants said unto him, Let there be sought for my lord the king a young virgin: and let her stand before the king, and let her cherish him, and let her lie in thy bosom, that my lord the king may get heat.
3 So they sought for a fair damsel throughout all the coasts of Israel, and found Abishag a Shunammite, and brought her to the king.
4 And the damsel was very fair, and cherished the king, and ministered to him: but the king knew her not.
5 Then Adonijah the son of Haggith exalted himself, saying, I will be king: and he prepared him chariots and horsemen, and fifty men to run before him.
6 And his father had not displeased him at any time in saying, Why hast thou done so? and he also was a very goodly man; and his mother bare him after Absalom.
7 And he conferred with Joab the son of Zeruiah, and with Abiathar the priest: and they following Adonijah helped him.
8 But Zadok the priest, and Benaiah the son of Jehoiada, and Nathan the prophet, and Shimei, and Rei, and the mighty men which belonged to David, were not with Adonijah.
9 And Adonijah slew sheep and oxen and fat cattle by the stone of Zoheleth, which is by En-rogel, and called all his brethren the king’s sons, and all the men of Judah the king’s servants:
10 But Nathan the prophet, and Benaiah, and the mighty men, and Solomon his brother, he called not.
11 Wherefore Nathan spake unto Bath-sheba the mother of Solomon, saying, Hast thou not heard that Adonijah the son of Haggith doth reign, and David our lord knoweth it not?
12 Now therefore come, let me, I pray thee, give thee counsel, that thou mayest save thine own life, and the life of thy son Solomon.
13 Go and get thee in unto king David, and say unto him, Didst not thou, my lord, O king, swear unto thine handmaid, saying, Assuredly Solomon thy son shall reign after me, and he shall sit upon my throne? why then doth Adonijah reign?
14 Behold, while thou yet talkest there with the king, I also will come in after thee, and confirm thy words.
15 And Bath-sheba went in unto the king into the chamber: and the king was very old; and Abishag the Shunammite ministered unto the king.
16 And Bath-sheba bowed, and did obeisance unto the king. And the king said, What wouldest thou?
17 And she said unto him, My lord, thou swarest by the Lord thy God unto thine handmaid, saying, Assuredly Solomon thy son shall reign after me, and he shall sit upon my throne.
18 And now, behold, Adonijah reigneth; and now, my lord the king, thou knowest it not:
19 And he hath slain oxen and fat cattle and sheep in abundance, and hath called all the sons of the king, and Abiathar the priest, and Joab the captain of the host: but Solomon thy servant hath he not called.
20 And thou, my lord, O king, the eyes of all Israel are upon thee, that thou shouldest tell them who shall sit on the throne of my lord the king after him.
21 Otherwise it shall come to pass, when my lord the king shall sleep with his fathers, that I and my son Solomon shall be counted offenders.
22 And, lo, while she yet talked with the king, Nathan the prophet also came in.
23 And they told the king, saying, Behold Nathan the prophet. And when he was come in before the king, he bowed himself before the king with his face to the ground.
24 And Nathan said, My lord, O king, hast thou said, Adonijah shall reign after me, and he shall sit upon my throne?
25 For he is gone down this day, and hath slain oxen and fat cattle and sheep in abundance, and hath called all the king’s sons, and the captains of the host, and Abiathar the priest; and, behold, they eat and drink before him, and say, God save king Adonijah.
26 But me, even me thy servant, and Zadok the priest, and Benaiah the son of Jehoiada, and thy servant Solomon, hath he not called.
27 Is this thing done by my lord the king, and thou hast not shewed it unto thy servant, who should sit on the throne of my lord the king after him?
28 Then king David answered and said, Call me Bath-sheba. And she came into the king’s presence, and stood before the king.
29 And the king sware, and said, As the Lord liveth, that hath redeemed my soul out of all distress,
30 Even as I sware unto thee by the Lord God of Israel, saying, Assuredly Solomon thy son shall reign after me, and he shall sit upon my throne in my stead; even so will I certainly do this day.
31 Then Bath-sheba bowed with her face to the earth, and did reverence to the king, and said, Let my lord king David live for ever.
32 And king David said, Call me Zadok the priest, and Nathan the prophet, and Benaiah the son of Jehoiada. And they came before the king.
33 The king also said unto them, Take with you the servants of your lord, and cause Solomon my son to ride upon mine own mule, and bring him down to Gihon:
34 And let Zadok the priest and Nathan the prophet anoint him there king over Israel: and blow ye with the trumpet, and say, God save king Solomon.
35 Then ye shall come up after him, that he may come and sit upon my throne; for he shall be king in my stead: and I have appointed him to be ruler over Israel and over Judah.
36 And Benaiah the son of Jehoiada answered the king, and said, Amen: the Lord God of my lord the king say so too.
37 As the Lord hath been with my lord the king, even so be he with Solomon, and make his throne greater than the throne of my lord king David.
38 So Zadok the priest, and Nathan the prophet, and Benaiah the son of Jehoiada, and the Cherethites, and the Pelethites, went down, and caused Solomon to ride upon king David’s mule, and brought him to Gihon.
39 And Zadok the priest took an horn of oil out of the tabernacle, and anointed Solomon. And they blew the trumpet; and all the people said, God save king Solomon.
40 And all the people came up after him, and the people piped with pipes, and rejoiced with great joy, so that the earth rent with the sound of them.
41 And Adonijah and all the guests that were with him heard it as they had made an end of eating. And when Joab heard the sound of the trumpet, he said, Wherefore is this noise of the city being in an uproar?
42 And while he yet spake, behold, Jonathan the son of Abiathar the priest came: and Adonijah said unto him, Come in; for thou art a valiant man, and bringest good tidings.
43 And Jonathan answered and said to Adonijah, Verily our lord king David hath made Solomon king.
44 And the king hath sent with him Zadok the priest, and Nathan the prophet, and Benaiah the son of Jehoiada, and the Cherethites, and the Pelethites, and they have caused him to ride upon the king’s mule:
45 And Zadok the priest and Nathan the prophet have anointed him king in Gihon: and they are come up from thence rejoicing, so that the city rang again. This is the noise that ye have heard.
46 And also Solomon sitteth on the throne of the kingdom.
47 And moreover the king’s servants came to bless our lord king David, saying, God make the name of Solomon better than thy name, and make his throne greater than thy throne. And the king bowed himself upon the bed.
48 And also thus said the king, Blessed be the Lord God of Israel, which hath given one to sit on my throne this day, mine eyes even seeing it.
49 And all the guests that were with Adonijah were afraid, and rose up, and went every man his way.
50 And Adonijah feared because of Solomon, and arose, and went, and caught hold on the horns of the altar.
51 And it was told Solomon, saying, Behold, Adonijah feareth king Solomon: for, lo, he hath caught hold on the horns of the altar, saying, Let king Solomon swear unto me to day that he will not slay his servant with the sword.
52 And Solomon said, If he will shew himself a worthy man, there shall not an hair of him fall to the earth: but if wickedness shall be found in him, he shall die.
53 So king Solomon sent, and they brought him down from the altar. And he came and bowed himself to king Solomon: and Solomon said unto him, Go to thine house.
Acts 14 in Tamil and English
1 ਪੌਲੁਸ ਅਤੇ ਬਰਨਬਾਸ ਇੱਕੋਨਿਯੁਮ ਵਿੱਚ ਪੌਲੁਸ ਅਤੇ ਬਰਨਬਾਸ ਤਦ ਇੱਕੋਦਿਯਾਮ ਸ਼ਹਿਰ ਵਿੱਚ ਪਹੁੰਚੇ। ਉੱਥੇ ਉਹ ਯਹੂਦੀਆਂ ਦੇ ਪ੍ਰਾਰਥਨਾ ਸਥਾਨ ਤੇ ਪਹੁੰਚੇ ਉਹ ਹਰ ਸ਼ਹਿਰ ਵਿੱਚ ਜਾਕੇ ਇਵੇਂ ਹੀ ਕਰਦੇ ਸਨ। ਉਨ੍ਹਾਂ ਨੇ ਇੰਨਾ ਵੱਧੀਆ ਬਚਨ ਕੀਤਾ ਕਿ ਯਹੂਦੀਆਂ ਅਤੇ ਯੂਨਾਨੀਆਂ ਨੇ ਉਨ੍ਹਾਂ ਉੱਪਰ ਵਿਸ਼ਵਾਸ ਕੀਤਾ।
And it came to pass in Iconium, that they went both together into the synagogue of the Jews, and so spake, that a great multitude both of the Jews and also of the Greeks believed.
2 ਪਰ ਕੁਝ ਯਹੂਦੀ ਲੋਕਾਂ ਨੇ ਵਿਸ਼ਵਾਸ ਨਾ ਕੀਤਾ, ਅਤੇ ਇਨ੍ਹਾਂ ਲੋਕਾਂ ਨੇ ਗੈਰ-ਯਹੂਦੀਆਂ ਨੂੰ ਭੜਕਾਇਆ ਅਤੇ ਨਿਹਚਾਵਾਨਾਂ ਬਾਰੇ ਉਨ੍ਹਾਂ ਦੇ ਮਨਾਂ ਵਿੱਚ ਜ਼ਹਿਰ ਭਰ ਦਿੱਤਾ।
But the unbelieving Jews stirred up the Gentiles, and made their minds evil affected against the brethren.
3 ਇਸ ਦੇ ਬਾਵਜੂਦ, ਪੌਲੁਸ ਅਤੇ ਬਰਨਬਾਸ ਬਹੁਤ ਦਿਨਾ ਲਈ ਇੱਕੋਨਿਯੁਮ ਵਿੱਚ ਰੁਕੇ ਅਤੇ ਨਿਰਭੈ ਹੋਕੇ ਪ੍ਰਭੂ ਬਾਰੇ ਬੋਲੇ। ਉਨ੍ਹਾਂ ਨੇ ਲੋਕਾਂ ਨੂੰ ਪਰਮੇਸ਼ੁਰ ਦੀ ਕਿਰਪਾ ਬਾਰੇ ਪ੍ਰਚਾਰ ਕੀਤਾ। ਪ੍ਰਭੂ ਨੇ ਉਨ੍ਹਾਂ ਦੇ ਸੰਦੇਸ਼ ਨੂੰ ਕਰਾਮਾਤੀ ਨਿਸ਼ਾਨ ਅਤੇ ਅਚੰਭੇ ਕਰਨ ਦੀ ਯੋਗਤਾ ਦੇਕੇ ਸਾਬਤ ਕੀਤਾ।
Long time therefore abode they speaking boldly in the Lord, which gave testimony unto the word of his grace, and granted signs and wonders to be done by their hands.
4 ਪਰ ਨਗਰ ਵਿੱਚ ਲੋਕਾਂ ਦਾ ਬਟਵਾਰਾ ਹੋ ਗਿਆ। ਕੁਝ ਲੋਕ ਯਹੂਦੀਆਂ ਨਾਲ ਸਹਿਮਤ ਹੋਣ ਲੱਗੇ ਅਤੇ ਕੁਝ ਪੌਲੁਸ ਅਤੇ ਬਰਨਬਾਸ ਨੂੰ ਮੰਨਣ ਲੱਗੇ।
But the multitude of the city was divided: and part held with the Jews, and part with the apostles.
5 ਕੁਝ ਗੈਰ-ਯਹੂਦੀਆਂ, ਕੁਝ ਯਹੂਦੀਆਂ ਅਤੇ ਉਨ੍ਹਾਂ ਦੇ ਆਗੂਆਂ ਨੇ ਪੌਲੁਸ ਅਤੇ ਬਰਨਬਾਸ ਨੂੰ ਨੁਕਸਾਨ ਪਹੁੰਚਾਉਣ ਦੀ ਕੋਸ਼ਿਸ਼ ਕੀਤੀ ਇਹ ਲੋਕ ਇਨ੍ਹਾਂ ਨੂੰ ਪੱਥਰਾਂ ਨਾਲ ਮਾਰ ਮੁਕਾਉਣਾ ਚਾਹੁੰਦੇ ਸਨ।
And when there was an assault made both of the Gentiles, and also of the Jews with their rulers, to use them despitefully, and to stone them,
6 ਜਦੋਂ ਉਨ੍ਹਾਂ ਨੂੰ ਇਸ ਬਾਰੇ ਪਤਾ ਲੱਗਾ, ਉਨ੍ਹਾਂ ਨੇ ਨਗਰ ਛੱਡ ਦਿੱਤਾ ਅਤੇ ਲੁਕਾਉਨਿਯਾ ਵਿੱਚ ਲੁਸਤ੍ਰਾ ਅਤੇ ਦਰਬੇ ਸ਼ਹਿਰਾਂ ਵਿੱਚ ਅਤੇ ਉਸ ਦੇ ਆਸ-ਪਾਸ ਦੇ ਇਲਾਕਿਆਂ ਨੂੰ ਚੱਲੇ ਗਏ।
They were ware of it, and fled unto Lystra and Derbe, cities of Lycaonia, and unto the region that lieth round about:
7 ਉੱਥੇ ਜਾਕੇ ਇਹ ਖੁਸ਼ਖਬਰੀ ਬਾਰੇ ਪਰਚਾਰ ਕਰਦੇ ਰਹੇ।
And there they preached the gospel.
8 ਪੌਲੁਸ-ਲੁਸਤ੍ਰਾ ਅਤੇ ਦਰਬੇ ਵਿੱਚ ਲੁਸਤ੍ਰਾ ਵਿੱਚ ਇੱਕ ਆਦਮੀ ਸੀ ਜਿਸਦੇ ਪੈਰ ਵਿੱਚ ਕੋਈ ਤਕਲੀਫ਼ ਸੀ। ਉਹ ਜਮਾਂਦਰੂ ਹੀ ਲੰਗੜਾ ਸੀ, ਉਸ ਨੇ ਕਦੇ ਚੱਲ ਕੇ ਨਹੀਂ ਸੀ ਵੇਖਿਆ।
And there sat a certain man at Lystra, impotent in his feet, being a cripple from his mother’s womb, who never had walked:
9 ਇਹ ਆਦਮੀ ਉੱਥੇ ਬੈਠਾ ਪੌਲੁਸ ਦੇ ਬਚਨ ਸੁਣ ਰਿਹਾ ਸੀ ਤਾਂ ਪੌਲੁਸ ਨੇ ਉਸ ਨੂੰ ਵੇਖਿਆ ਤੇ ਮਹਿਸੂਸ ਕੀਤਾ ਕਿ ਉਸ ਆਦਮੀ ਨੂੰ ਵਿਸ਼ਵਾਸ ਹੈ ਕਿ ਪਰਮੇਸ਼ੁਰ ਉਸ ਨੂੰ ਰਾਜ਼ੀ ਕਰ ਸੱਕਦਾ ਹੈ
The same heard Paul speak: who stedfastly beholding him, and perceiving that he had faith to be healed,
10 ਇਸ ਲਈ ਪੌਲੁਸ ਉੱਚੀ ਬੋਲਿਆ, “ਆਪਣੇ ਪੈਰਾਂ ਤੇ ਖਲੋ ਜਾ।” ਉਹ ਆਦਮੀ ਉੱਥੋਂ ਕੁਦਿਆ ਅਤੇ ਉਸ ਨੇ ਆਸ-ਪਾਸ ਚੱਲਣਾ ਸ਼ੁਰੂ ਕਰ ਦਿੱਤਾ।
Said with a loud voice, Stand upright on thy feet. And he leaped and walked.
11 ਜਦੋਂ ਲੋਕਾਂ ਨੇ ਪੌਲੁਸ ਨੂੰ ਅਜਿਹਾ ਕਰਦਿਆਂ ਵੇਖਿਆ ਤਾਂ ਉਹ ਲੁਕਾਉਣਿਯਾ ਦੀ ਆਪਣੀ ਭਾਸ਼ਾ ਵਿੱਚ ਚਿਲਾਉਣ ਲੱਗੇ, “ਦੇਵਤੇ ਮਾਨਵ ਦਾ ਰੂਪ ਧਾਰਕੇ ਸਾਡੇ ਕੋਲ ਆਏ ਹਨ।”
And when the people saw what Paul had done, they lifted up their voices, saying in the speech of Lycaonia, The gods are come down to us in the likeness of men.
12 ਲੋਕਾਂ ਨੇ ਬਰਨਬਾਸ ਨੂੰ ਦਿਓਸ ਅਤੇ ਪੌਲੁਸ ਨੂੰ “ਹਰਮੇਸ” ਨਾਉਂ ਨਾਲ ਬੁਲਾਉਣਾ ਸ਼ੁਰੂ ਕੀਤਾ ਇਸ ਲਈ ਕਿਉਂਕਿ ਇਹ ਬਚਨ ਕਰਨ ਵਿੱਚ ਆਗੂ ਸੀ।
And they called Barnabas, Jupiter; and Paul, Mercurius, because he was the chief speaker.
13 ਦਿਓਸ ਦਾ ਮੰਦਰ ਸ਼ਹਿਰ ਦੇ ਕੋਲ ਹੀ ਸੀ। ਇਸ ਮੰਦਰ ਦਾ ਜਾਜਕ ਕੁਝ ਬਲਦ ਅਤੇ ਫ਼ੁੱਲ ਸ਼ਹਿਰ ਦੇ ਫ਼ਾਟਕਾਂ ਤੇ ਲਿਆਇਆ। ਉਹ ਲੋਕ ਪੌਲੁਸ ਅਤੇ ਬਰਨਬਾਸ ਨੂੰ ਬਲੀਆਂ ਦੇਣਾ ਚਾਹੁੰਦੇ ਸਨ।
Then the priest of Jupiter, which was before their city, brought oxen and garlands unto the gates, and would have done sacrifice with the people.
14 ਪਰ ਜਦੋਂ ਪੌਲੁਸ ਅਤੇ ਬਰਨਬਾਸ ਰਸੂਲਾਂ ਨੇ ਇਹ ਸੁਣਿਆ ਤਾਂ ਉਨ੍ਹਾਂ ਆਪਣੇ ਵਸਤਰ ਪਾੜੇ ਅਤੇ ਲੋਕਾਂ ਵਿੱਚ ਬਾਹਰ ਨੂੰ ਦੌੜ ਪਏ ਅਤੇ ਉੱਚੀ-ਉੱਚੀ ਚਿਲਾਉਣ ਲੱਗ ਪਏ,
Which when the apostles, Barnabas and Paul, heard of, they rent their clothes, and ran in among the people, crying out,
15 “ਹੇ ਪੁਰੱਖੋ। ਤੁਸੀਂ ਇਹ ਕਿਉਂ ਕਰ ਰਹੇ ਹੋ? ਅਸੀਂ ਦੇਵਤੇ ਨਹੀਂ ਹਾਂ। ਅਸੀਂ ਤੁਹਾਡੇ ਹੀ ਵਰਗੇ ਮਨੁੱਖ ਹਾਂ। ਅਸੀਂ ਇੱਥੇ ਤੁਹਾਨੂੰ ਖੁਸ਼ਖਬਰੀ ਦੱਸਣ ਆਏ ਹਾਂ ਕਿ ਤੁਹਾਨੂੰ ਇਨ੍ਹਾਂ ਵਿਅਰਥ ਗੱਲਾਂ ਤੋਂ ਜਿਉਂਦੇ ਸੱਚੇ ਪਰਮੇਸ਼ੁਰ ਵੱਲ ਪਰਤਣਾ ਚਾਹੀਦਾ ਹੈ। ਉਹੀ ਹੈ ਜਿਸਨੇ ਅਕਾਸ਼ ਸਿਰਜਿਆ ਹੈ, ਧਰਤੀ, ਸਮੁੰਦਰ ਅਤੇ ਉਸ ਸਾਰੀ ਸ੍ਰਿਸ਼ਟੀ ਵਿੱਚ ਜੀਵਨ ਸਿਰਜਿਆ ਹੈ।
And saying, Sirs, why do ye these things? We also are men of like passions with you, and preach unto you that ye should turn from these vanities unto the living God, which made heaven, and earth, and the sea, and all things that are therein:
16 “ਪਿੱਛਲੇ ਸਮਿਆਂ ਵਿੱਚ ਪਰਮੇਸ਼ੁਰ ਨੇ ਕੌਮਾਂ ਨੂੰ ਉਹ ਕਰਨ ਦਿੱਤਾ ਜੋ ਉਨ੍ਹਾਂ ਨੇ ਚਾਹਾ।
Who in times past suffered all nations to walk in their own ways.
17 ਪਰ ਪਰਮੇਸ਼ੁਰ ਨੇ ਉਹ ਕਾਰਜ ਕੀਤੇ ਜੋ ਦਿਖਾਉਂਦੇ ਹਨ ਕਿ ਉਹ ਮੌਜੂਦ ਹੈ। ਉਸ ਨੇ ਤੁਹਾਡੇ ਲਈ ਹਮੇਸ਼ਾ ਚੰਗੀਆਂ ਗੱਲਾਂ ਕੀਤੀਆਂ। ਉਸ ਨੇ ਅਕਾਸ਼ ਤੋਂ ਤੁਹਾਡੇ ਲਈ ਬਰੱਖਾ ਕੀਤੀ ਅਤੇ ਸਹੀ ਵਕਤ ਤੇ ਫ਼ਸਲਾਂ ਦਿੱਤੀਆਂ। ਉਹ ਤੁਹਾਨੂੰ ਖਾਣ ਲਈ ਬੇਸ਼ੁਮਾਰ ਅਨਾਜ ਦਿੰਦਾ ਹੈ ਅਤੇ ਤੁਹਾਡੇ ਦਿਲ ਖੁਸ਼ੀਆਂ ਨਾਲ ਭਰਪੂਰ ਰੱਖਦਾ ਹੈ।”
Nevertheless he left not himself without witness, in that he did good, and gave us rain from heaven, and fruitful seasons, filling our hearts with food and gladness.
18 ਪੌਲੁਸ ਅਤੇ ਬਰਨਬਾਸ ਨੇ ਉਨ੍ਹਾਂ ਨੂੰ ਇਹ ਗੱਲਾਂ ਕਹੀਆਂ, ਪਰ ਉਹ ਬੜੀ ਮੁਸ਼ਕਿਲ ਨਾਲ ਉਨ੍ਹਾਂ ਲੋਕਾਂ ਨੂੰ ਉਨ੍ਹਾਂ ਲਈ ਬਲੀਆਂ ਦੇਣ ਤੋਂ ਰੋਕ ਸੱਕੇ।
And with these sayings scarce restrained they the people, that they had not done sacrifice unto them.
19 ਫ਼ਿਰ ਕੁਝ ਯਹੂਦੀ ਅੰਤਾਕਿਯਾ ਅਤੇ ਇੱਕੁਨਿਯੁਮ ਤੋਂ ਆਏ, ਅਤੇ ਉਨ੍ਹਾਂ ਨੇ ਲੋਕਾਂ ਨੂੰ ਪੌਲੁਸ ਦੇ ਵਿਰੁੱਧ ਹੋ ਜਾਣ ਲਈ ਉਕਸਾਇਆ। ਇਸ ਲਈ ਉਨ੍ਹਾਂ ਨੇ ਪੌਲੁਸ ਤੇ ਪੱਥਰਾਵ ਕੀਤਾ ਅਤੇ ਇਹ ਸੋਚ ਕੇ ਧੂਹ ਕੇ ਸ਼ਹਿਰ ਤੋਂ ਬਾਹਰ ਸੁੱਟ ਦਿੱਤਾ, ਕਿ ਉਹ ਮਰ ਗਿਆ ਸੀ।
And there came thither certain Jews from Antioch and Iconium, who persuaded the people, and, having stoned Paul, drew him out of the city, supposing he had been dead.
20 ਯਿਸੂ ਦੇ ਚੇਲੇ ਪੌਲੁਸ ਦੇ ਆਸ-ਪਾਸ ਇੱਕਤਰ ਹੋਏ, ਉਹ ਉੱਠਿਆ ਅਤੇ ਨਗਰ ਵਿੱਚ ਵਾਪਸ ਚੱਲਿਆ ਗਿਆ। ਅਗਲੇ ਦਿਨ ਉਹ ਅਤੇ ਬਰਨਬਾਸ ਦਰਬੇ ਸ਼ਹਿਰ ਵਿੱਚ ਚੱਲੇ ਗਏ।
Howbeit, as the disciples stood round about him, he rose up, and came into the city: and the next day he departed with Barnabas to Derbe.
21 ਅੰਤਾਕਿਯਾ ਵਿੱਚ ਪਰਤਣਾ ਪੌਲੁਸ ਅਤੇ ਬਰਨਬਾਸ ਨੇ ਦਰਬੇ ਸ਼ਹਿਰ ਵਿੱਚ ਵੀ ਖੁਸ਼ਖਬਰੀ ਦਾ ਪਰਚਾਰ ਕੀਤਾ। ਬਹੁਤ ਸਾਰੇ ਲੋਕ ਇੱਥੇ ਯਿਸੂ ਦੇ ਚੇਲੇ ਬਣ ਗਏ। ਉਹ ਦੋਨੋਂ ਲੁਸਤ੍ਰਾ, ਇੱਕੁਨਿਯੁਮ ਅਤੇ ਅੰਤਾਕਿਯਾ ਨੂੰ ਪਰਤੇ।
And when they had preached the gospel to that city, and had taught many, they returned again to Lystra, and to Iconium, and Antioch,
22 ਇਨ੍ਹਾਂ ਸ਼ਹਿਰਾਂ ਵਿੱਚ ਪੌਲੁਸ ਅਤੇ ਬਰਨਬਾਸ ਨੇ ਯਿਸੂ ਦੇ ਚੇਲਿਆਂ ਨੂੰ ਤਕੜੇ ਬਣਾਇਆ ਅਤੇ ਉਨ੍ਹਾਂ ਨੂੰ ਵਿਸ਼ਵਾਸ ਵਿੱਚ ਰਹਿਣ ਬਾਰੇ ਸਮਝਾਇਆ ਅਤੇ ਉਨ੍ਹਾਂ ਨੂੰ ਆਖਿਆ, “ਸਾਨੂੰ ਪਰਮੇਸ਼ੁਰ ਦੇ ਰਾਜ ਵਿੱਚ ਪ੍ਰਵੇਸ਼ ਕਰਨ ਲਈ ਅਨੇਕਾਂ ਮੁਸ਼ਕਲਾਂ ਦਾ ਸਾਹਮਣਾ ਕਰਨਾ ਪਵੇਗਾ।”
Confirming the souls of the disciples, and exhorting them to continue in the faith, and that we must through much tribulation enter into the kingdom of God.
23 ਉਨ੍ਹਾਂ ਨੇ ਹਰੇਕ ਕਲੀਸਿਯਾ ਲਈ ਬਜ਼ੁਰਗਾਂ ਨੂੰ ਨਿਯੁਕਤ ਕੀਤਾ। ਵਰਤ ਅਤੇ ਪ੍ਰਾਰਥਨਾ ਨਾਲ, ਉਨ੍ਹਾਂ ਨੇ ਉਨ੍ਹਾਂ ਨੂੰ ਪ੍ਰਭੂ ਨੂੰ ਸੌਂਪ ਦਿੱਤਾ, ਜਿਸਤੇ ਉਨ੍ਹਾਂ ਨੇ ਭਰੋਸਾ ਕੀਤਾ।
And when they had ordained them elders in every church, and had prayed with fasting, they commended them to the Lord, on whom they believed.
24 ਤਦ ਉਹ ਦੋਨੋਂ ਪਿਸਿਦਿਯਾ ਦੇਸ਼ ਵਿੱਚੋਂ ਦੀ ਲੰਘੇ ਅਤੇ ਪੰਫ਼ਲਿਯਾ ਦੇਸ਼ ਵਿੱਚ ਪਹੁੰਚੇ।
And after they had passed throughout Pisidia, they came to Pamphylia.
25 ਫ਼ਿਰ ਉਨ੍ਹਾਂ ਨੇ ਪਰਮੇਸ਼ੁਰ ਦਾ ਸੰਦੇਸ਼ ਪਰਗਾ ਵਿੱਚ ਦਿੱਤਾ ਅਤੇ ਉਸਤੋਂ ਬਾਅਦ ਉਹ ਅੰਤਾਕਿਯਾ ਸ਼ਹਿਰ ਵੱਲ ਗਏ।
And when they had preached the word in Perga, they went down into Attalia:
26 ਉੱਥੋਂ ਤੋਂ, ਜਹਾਜ਼ ਰਾਹੀਂ ਉਹ ਦੋਨੋਂ ਅੰਤਾਕਿਯਾ ਨੂੰ ਗਏ। ਇਹ ਉਹੀ ਸ਼ਹਿਰ ਸੀ ਜਿੱਥੇ ਨਿਹਚਾਵਾਨਾਂ ਨੇ ਉਨ੍ਹਾਂ ਨੂੰ ਪਰਮੇਸ਼ੁਰ ਦੀ ਕਿਰਪਾ ਨੂੰ ਸੌਂਪ ਦਿੱਤਾ ਅਤੇ ਉਨ੍ਹਾਂ ਨੂੰ ਇਹ ਕੰਮ ਕਰਨ ਲਈ ਭੇਜ ਦਿੱਤਾ। ਹੁਣ ਉਨ੍ਹਾਂ ਨੇ ਉਨ੍ਹਾਂ ਨੂੰ ਦਿੱਤਾ ਹੋਇਆ ਕੰਮ ਪੂਰਨ ਕਰ ਦਿੱਤਾ ਸੀ।
And thence sailed to Antioch, from whence they had been recommended to the grace of God for the work which they fulfilled.
27 ਜਦੋਂ ਉੱਥੇ ਦੋਨੋਂ ਪਹੁੰਚੇ, ਉਨ੍ਹਾਂ ਨੇ ਕਲੀਸਿਯਾ ਨੂੰ ਇਕੱਠੇ ਕੀਤਾ ਅਤੇ ਉਨ੍ਹਾਂ ਨੂੰ ਉਹ ਗੱਲਾਂ ਦੱਸੀਆਂ ਜਿਹੜੀਆਂ ਪਰਮੇਸ਼ੁਰ ਨੇ ਉਨ੍ਹਾਂ ਰਾਹੀਂ ਕੀਤੀਆਂ ਸਨ। ਅਤੇ ਉਨ੍ਹਾਂ ਨੂੰ ਆਖਿਆ, “ਪਰਮੇਸ਼ੁਰ ਨੇ ਦਰਵਾਜ਼ਾ ਖੋਲ੍ਹਿਆ ਹੈ ਤਾਂ ਜੋ ਗੈਰ ਕੌਮਾਂ ਦੇ ਲੋਕ ਵੀ ਨਿਹਚਾ ਕਰ ਸੱਕਣ।”
And when they were come, and had gathered the church together, they rehearsed all that God had done with them, and how he had opened the door of faith unto the Gentiles.
28 ਉੱਥੇ ਪੌਲੁਸ ਅਤੇ ਬਰਨਬਾਸ ਮਸੀਹ ਦੇ ਚੇਲਿਆਂ ਨਾਲ ਬਹੁਤ ਦਿਨ ਰਹੇ।
And there they abode long time with the disciples.