1 Kings 18
1 ଅନାବୃଷ୍ଟିର ତୃତୀୟ ବର୍ଷ ରେ ସଦାପ୍ରଭୁ ଏଲିଯଙ୍କୁ କହିଲେ, ତୁମ୍ଭେ ୟାଇ ରାଜା ଆହାବ୍ଙ୍କୁ ସାକ୍ଷାତ କର। ଆମ୍ଭେ ଭୂମିକୁ ଶୀଘ୍ର ବୃଷ୍ଟି ପଠାଇବୁ।
2 ତେଣୁ ଏଲିଯ ରାଜା ଆହାବଙ୍କୁ ଭଟେିବାକୁ ଗଲେ।
3 ତେଣୁ ରାଜା ଆହାବ୍ ରାଜଗୃହର ଅଧ୍ଯକ୍ଷ ଓବଦିଯକୁ ଡକାଇଲେ। ଓବଦିଯ ସଦାପ୍ରଭୁଙ୍କର ପ୍ରକୃତ ଅନୁଗାମୀ ଥିଲେ।
4 ପୁଣି ଯେଉଁ ସମୟରେ ଈଷବଲେ ସଦାପ୍ରଭୁଙ୍କ ଭବିଷ୍ଯଦ୍ବକ୍ତାମାନଙ୍କୁ ସଂହାର କରୁଥିଲେ ସେ ସମୟରେ ଓବଦିଯ ଏକଶତ ଭବିଷ୍ଯତ୍ବକ୍ତାଙ୍କୁ ନଇେ ପଗ୍ଭଶ ଜଣ କରି ଗୋଟିଏ ଗହ୍ବର ମଧିଅରେ ଲୁଗ୍ଭଇ ରଖି ସମାନଙ୍କେୁ ଅନ୍ନ ଜଳ ଦଇେ ପ୍ରତିପାଳନ କରିଥିଲେ।
5 ଆହାବ୍ ଓବଦିଯକୁ କହିଲେ, ମାେ ସହିତ ଆସ, ଆସ ୟିବା ଏବଂ ଦେଶର ସବୁ ଝରଣା ଓ ନଦୀ କୂଳ ଦେଖିବା। ଆମ୍ଭେ ଯଦି ଆମ୍ଭର ଅଶ୍ବଗୁଡିକ ଓ ଗଧମାନଙ୍କ ପାଇଁ ପ୍ରଚୁର ଘାସ ପାଇ ପାରିବା ତବେେ ଆମ୍ଭେ ଆମ୍ଭର ପଶୁମାନଙ୍କୁ ବଧ କରିବାକୁ ପଡିବ ନାହିଁ।
6 ସମାନଙ୍କେ ମଧ୍ଯରୁ ପ୍ରେତ୍ୟକକ ଲୋକ ଦେଶ ମଧିଅରେ ଗୋଟିଏ ଗୋଟିଏ ପ୍ରାନ୍ତକୁ ଜଳର ଅନ୍ବଷେଣ କରିବାକୁ ଗଲେ। ଆହାବ୍ ଗୋଟିଏ ଦିଗ ରେ ଓ ଓବଦିଯ ଅନ୍ୟ ଦିଗ ରେ ଗଲେ।
7 ଓବଦିଯ ପଥ ମଧିଅରେ ଯାଉ ଯାଉ ଏଲିଯଙ୍କୁ ଭଟେିଲେ। ସେ ସଙ୍ଗେ ସଙ୍ଗେ ଏଲିଯଙ୍କୁ ଚିହ୍ନିଲେ ଓ ମୁଣ୍ତ ନିଆଁଇ ପ୍ରଣାମ କରି କହିଲେ, ତୁମ୍ଭେ କ'ଣ ମାରେ ମହାଶୟ ଏଲିଯ?
8 ଏଲିଯ ତହୁଁ ଉତ୍ତର କଲେ, ହଁ, ମୁଁ ଏଲିଯ, ୟାଅ ତୁମ୍ଭ ମୁନିବଙ୍କୁ ଜଣାଅ ମୁଁ ଏଠା ରେ ଅଛି।
9 ତା'ପରେ ଓବଦିଯ କହିଲେ, ଯଦି ମୁଁ ଆହାବ୍ଙ୍କୁ ତୁମ୍ଭର ଉପସ୍ଥିତି କ ହେ, ତବେେ ସେ ମାେତେ ବଧ କରିବେ। ମୁଁ ତ ତୁମ୍ଭ ନିକଟରେ କିଛି ଅପରାଧ କରି ନାହିଁ, ତବେେ ତୁମ୍ଭେ ମାେତେ କାହିଁକି ମରାଇବାକୁ ଇଚ୍ଛା କରୁଛ?
10 ନିଶ୍ଚିତ ଭାବରେ ସଦାପ୍ରଭୁ ତୁମ୍ଭର ପରମେଶ୍ବର ଅଛନ୍ତି। ମୁଁ ପରମେଶ୍ବରଙ୍କ ନାମ ରେ ପ୍ରତିଜ୍ଞା କରି କହୁଛି, ଦେଶ ମଧିଅରେ ଏପରି କୌଣସି ଗୋଷ୍ଠୀ ବା ରାଜ୍ଯ ନାହିଁ ଯେଉଁସ୍ଥାନକୁ ମାରେ ପ୍ରଭୁ ତୁମ୍ଭକୁ ଅନ୍ବଷେଣ କରିବାକୁ ପଠାଇ ନାହାଁନ୍ତି। ତୁମ୍ଭକୁ ଖାଜେିବାକୁ ରାଜା ପ୍ରେତ୍ୟକକ ଦେଶକୁ ଲୋକ ପଠାଇ ଅଛନ୍ତି। ସହେି ଦେଶର ଶାସକମାନଙ୍କୁ ଶପଥ କରିବା ପାଇଁ ବାଧ୍ଯ କରିଛନ୍ତି ଯେ, ସମାନେେ ତୁମ୍ଭକୁ ସମାନଙ୍କେ ଦେଶ ରେ ପାଇ ନାହାନ୍ତି।
11 ଏବେ ତୁମ୍ଭେ କହୁଛ, ୟାଅ ଓ ତୁମ୍ଭ ପ୍ରଭୁଙ୍କୁ କୁହ ଏଲିଯ ଏଠା ରେ ଅଛନ୍ତି।
12 ଯଦି ମୁଁ ୟାଇ ତୁମ୍ଭ ବିଷଯ ରେ ରାଜା ଆହାବ୍ଙ୍କୁ ଜଣାଏ ସଦାପ୍ରଭୁଙ୍କ ଆତ୍ମା ତୁମ୍ଭରୁ ମାରେ ଅଜଣା ସ୍ଥାନକୁ ନଇେଯିବେ। ଯେତବେେଳେ ଆହାବ୍ ତୁମ୍ଭକୁ ନ ପାଇବେ ସେ ମାେତେ ହତ୍ଯା କରିବେ। ମାତ୍ର ମୁଁ ବାଲ୍ଯ କାଳରୁ ସଦାପ୍ରଭୁଙ୍କ ଅନୁଗାମୀ ହାଇେ ଆସୁଛି।
13 ମୁଁ ଯାହା କରିଛି ତୁମ୍ଭେ ସେ ସବୁ ଜାଣିଛ। ଈଷବଲେ ଯେତବେେଳେ ସଦାପ୍ରଭୁଙ୍କ ଭବିଷ୍ଯଦ୍ବକ୍ତାମାନଙ୍କୁ ମାରିପକାଉ ଥିଲା। ମୁଁ ସମାନଙ୍କେ ମଧ୍ଯରୁ ଏକଶତ ଭବିଷ୍ଯଦ୍ବକ୍ତାଙ୍କୁ ନଇେ ପଗ୍ଭଶ ଜଣ କରି ଦୁଇଟି ଗହ୍ବର ରେ ଲୁଗ୍ଭଇ ରଖିଥିଲି ଓ ସମାନଙ୍କେୁ ଅନ୍ନ ଜଳ ଦଇେ ଭରଣ ପୋଷଣ କରିଥିଲି।
14 ଏବେ ତୁମ୍ଭେ କହୁଛ, ୟାଅ ତୁମ୍ଭ ମୁନିବଙ୍କୁ କୁହ ଏଲିଯ ଏଠା ରେ ଅଛି। ତହିଁରେ ସେ ମାେତେ ବଧ କରିବେ।
15 ଏଲିଯ ଉତ୍ତର କଲେ, ସର୍ବଶକ୍ତିମଯ ସଦାପ୍ରଭୁଙ୍କ ଜୀବିତ ଥିବା ପର୍ୟ୍ଯନ୍ତ ମୁଁ ପ୍ରତିଜ୍ଞା କରୁଛି, ମୁଁ ନିଶ୍ଚଯ ରାଜାଙ୍କୁ ଆଜି ଦଖାେ କରିବି।
16 ତେଣୁ ଓବଦିଯ ରାଜା ଆହାବ୍ଙ୍କୁ ଏଲିଯଙ୍କ ଉପସ୍ଥିତି ଜଣାଇଲେ। ରାଜା ଏଲିଯଙ୍କୁ ସାକ୍ଷାତ କରିବାକୁ ଗଲେ।
17 ଆହାବ୍ ଏଲିଯଙ୍କୁ ପଚାରିଲେ, ତୁମ୍ଭେ କ'ଣ ସହେି, ଯେ ଇଶ୍ରାୟେଲର ଦୁଃଖର କାରଣ?
18 ଏଲିଯ କହିଲେ, ନା, ମୁଁ ଇଶ୍ରାୟେଲର ଅସୁବିଧା କରି ନାହିଁ। ତୁମ୍ଭେ ଓ ତୁମ୍ଭର ପିତୃବଂଶ ଏହି ଅସୁବିଧାର କାରଣ। ଏବଂ ତୁମ୍ଭମାନେେ ସଦାପ୍ରଭୁଙ୍କ ଆଜ୍ଞା ମାନିବା ବନ୍ଦ କରି ଭଣ୍ତ ଦବେତା ବାଲ୍ର ପୂଜା କରିବା ଆରମ୍ଭ କଲ।
19 ଏବେ ତୁମ୍ଭେ ଲୋକ ପଠାଇ ସମଗ୍ର ଇଶ୍ରାୟେଲକୁ କର୍ମିଲ ପର୍ବତ ରେ ଦଖାେ କରିବାକୁ କୁହ। ବାଲ୍ ଦବେତାର 450 ଭବିଷ୍ଯଦ୍ବକ୍ତା ଓ ଅଶରୋ ବଦେୀର 400 ଭବିଷ୍ଯଦ୍ବକ୍ତାଙ୍କୁ ସହେି ପର୍ବତ ରେ ଦଖାେ କରିବାକୁ ଏକତ୍ର କର। ଯେଉଁମାନେ ସାଧାରଣତଃ ଇଷବଲରେ ମଜେ ରେ ଭୋଜନ କରନ୍ତି ଏବଂ ସମାନଙ୍କେୁ ପର୍ବତକୁ ଆଣ।
20 ତେଣୁ ଆହାବ୍ ସମସ୍ତ ଇଶ୍ରାୟେଲୀୟଙ୍କୁ ଓ ସହେି ଭବିଷ୍ଯଦ୍ବକ୍ତାମାନଙ୍କୁ କର୍ମିଲ ପର୍ବତକୁ ଡକାଇଲେ।
21 ଏଲିଯ ସମସ୍ତ ଇଶ୍ରାୟେଲ ଲୋକମାନଙ୍କୁ ସମ୍ ବୋଧନ କଲେ, ତୁମ୍ଭମାନେେ କେତକୋଳ ଦ୍ବିମତ ମଧିଅରେ ସନ୍ଦହେ ରେ ରହିବ? ସଦାପ୍ରଭୁଙ୍କର ପ୍ରକୃତ ଅନୁସରଣକାରୀ ହୁଅ, ଯଦି ତୁମ୍ଭେ ତାଙ୍କୁ ସତ୍ଯ ଭାବୁଛ। ଅନ୍ୟ ପକ୍ଷ ରେ ଯଦି ବାଲ ଦବେତା ସତ୍ଯ ବୋଲି ଭାବୁଛ, ତାଙ୍କୁ ଅନୁସରଣ କର।
22 ତେଣୁ ଏଲିଯ କହିଲେ, ମୁଁ ଏଠା ରେ ସଦାପ୍ରଭୁଙ୍କର ଏକମାତ୍ର ଭବିଷ୍ଯଦ୍ବକ୍ତା ଅଛି, ମାତ୍ର ବାଲ୍ର 450 ଭବିଷ୍ଯଦ୍ବକ୍ତା ଏଠା ରେ ଅଛନ୍ତି।
23 ଦୁଇଟି ବୃଷଭ ଆଣ। ବାଲ ଭବିଷ୍ଯଦ୍ବକ୍ତା ସେଥି ମଧ୍ଯରୁ ଗୋଟିଏ ନେଉ ଏବଂ ତାକୁ ବଧ କରି ତାକୁ ଖଣ୍ତ ଖଣ୍ତ କରି କାଠ ଉପରେ ରଖୁ। ସମାନେେ ସେଥି ରେ ଅଗ୍ନି ସଂୟୋଗ କରିବା ଉଚିତ୍ ନୁହେଁ। ମାେତେ ମଧ୍ଯ ଗୋଟିଏ ବୃଷଭ ଦିଆଯାଉ। ଠିକ୍ ସହେିପରି ଖଣ୍ତ ଖଣ୍ତ ପ୍ରସ୍ତୁତ କରି କାଠ ଉପରେ ରଖିବି। ଏବଂ ମୁଁ ତାକୁ ଅଗ୍ନି ଲଗାଇବି।
24 ତୁମ୍ଭେ ବାଲ୍ ଭବିଷ୍ଯଦ୍ବକ୍ତାଗଣ ତୁମ୍ଭ ଦବେତାକୁ ତୁମ୍ଭର ପ୍ରାର୍ଥନା କରିବ ଓ ମୁଁ ମାରେ ସଦାପ୍ରଭୁଙ୍କୁ ପ୍ରାର୍ଥନା କରିବି। ତହିଁରେ ଯେଉଁ ପରମେଶ୍ବର ଅଗ୍ନିଦ୍ବାରା ଉତ୍ତର ଦବେେ ସହେି ପ୍ରକୃତ ପରମେଶ୍ବର। ତା'ପରେ ସମସ୍ତ ଲୋକମାନେ ତାଙ୍କ ସହିତ ଏକମତ ହେଲେ ଏବଂ କହିଲେ, ଯାହା ତୁମ୍ଭେ କୁହ ଉତ୍ତମ ଅଟେ।
25 ଏଲିଯ ବାଲ୍ ଭବିଷ୍ଯଦ୍ବକ୍ତାଙ୍କୁ କହିଲେ, ତୁମ୍ଭମାନେେ ତ ଏଠା ରେ ଅନକେ ଅଛ। ପ୍ରଥମେ ତୁମ୍ଭମାନେେ ଗୋଟିଏ ବୃଷଭ ପସନ୍ଦ କର। ବୃଷଭଟିକୁ ପ୍ରସ୍ତୁତ କର ଏବଂ ତୁମ୍ଭମାନଙ୍କର ଦବେତାକୁ ପ୍ରାର୍ଥନା କର। ମାତ୍ର ଅଗ୍ନି ସଂୟୋଗ କର ନାହିଁ।
26 ତେଣୁ ସମାନେେ ବୃଷଭଟିକୁ ନେଲେ ଓ ପ୍ରସ୍ତୁତ କଲେ। ସମାନେେ ପ୍ରାତଃକାଳରୁ ମଧ୍ଯାହ୍ନ ପର୍ୟ୍ଯନ୍ତ ବାଲ ନାମ ରେ ପ୍ରାର୍ଥନା କରି କହିଲେ, ହେ ବାଲ୍ ଆମ୍ଭମାନଙ୍କ ବିନତି ଶୁଣ। ମାତ୍ର କୌଣସି ଶଦ୍ଦ ହେଲାନାହିଁ କି କହେି ଉତ୍ତର ଦେଲେ ନାହିଁ। ସମସ୍ତ ଭବିଷ୍ଯଦ୍ବକ୍ତାଗଣ ସମାନଙ୍କେ ନିର୍ମିତ ୟଜ୍ଞବଦେୀର ଗ୍ଭରିପଟେ ନାଚିଲେ। ମାତ୍ର ଅଗ୍ନି ସଂଘଟିତ ହେଲା ନାହିଁ।
27 ଏଲିଯ ସମାନଙ୍କେୁ ପରିହାସ କରି କହିଲେ, ଯଦି ବାଲ୍ ସତ୍ଯ ଦବେତା, ତବେେ ଉଚ୍ଚସ୍ବର ରେ ଡାକ, ସେ ହୁଏତ ଧ୍ଯାନ କରୁଥିବ କିମ୍ବା ବାହାରକୁ ୟାଇଥିବ, କିମ୍ବା ୟାତ୍ରା କରୁଥିବ, ଅବା ସେ ନିଦ୍ରିତ ଥିବ, ଏଣୁ ତାକୁ ଜାଗ୍ରତ କରିବାକୁ ଉଚ୍ଚସ୍ବର ରେ ଡାକ।
28 ତେଣୁ ସମାନେେ ଉଚ୍ଚସ୍ବର ରେ ପ୍ରାର୍ଥନା କଲେ। ସମାନେେ ଖଣ୍ତା ଓ ବର୍ଚ୍ଛା ରେ ନିଜକୁ କ୍ଷତ ବିକ୍ଷତ କଲେ। ଏହିପରି ସମାନେେ ପୂଜା କରୁଥିଲେ। ସମାନଙ୍କେ ଶରୀରରୁ ଧାର ଧାର ରକ୍ତ ବହିଲା।
29 ଅପରାହ୍ନ ଅତିକ୍ରାନ୍ତ ହେଲା, ମାତ୍ର ଅଗ୍ନି ସୃଷ୍ଟି ହେଲା ନାହିଁ। ସମାନେେ ସନ୍ଧ୍ଯାକାଳୀନ ବଳିଦାନ ଉତ୍ସର୍ଗ କରିବା ପର୍ୟ୍ଯନ୍ତ ପ୍ରକାପ କରି ଚାଲିଲେ। କିନ୍ତୁ କୌଣସି ଶଦ୍ଦ ହେଲା ନାହିଁ, ବାଲ୍ କିଛି ଉତ୍ତର କଲେ ନାହିଁ କିମ୍ବା କହେି ମନୋୟୋଗ କଲେ ନାହିଁ।
30 ତା'ପରେ ଏଲିଯ ଲୋକମାନଙ୍କୁ ଡାକି କହିଲେ, ବର୍ତ୍ତମାନ ତୁମ୍ଭମାନେେ ମାେ ନିକଟକୁ ଆସ। ତେଣୁ ସମାନେେ ଏଲିଯର ଗ୍ଭରି ପାଖ ରେ ଏକତ୍ରୀତ ହେଲେ। ସଦାପ୍ରଭୁଙ୍କ ଭାଙ୍ଗି ୟାଇଥିବା ୟଜ୍ଞବଦେୀକୁ ଏଲିଯ ପୁନନିର୍ମାଣ କଲେ।
31 ଏଲିଯ ବାର ଗୋଟି ପଥର ପାଇଲେ। ଏହି ବାରଟି ପଥର ବାରଟି ଗୋଷ୍ଠୀ ପାଇଁ ଉର୍ଦ୍ଦିଷ୍ଟ ଥିଲା। ଏହା ବାରଟି ଗୋଷ୍ଠୀ ଯାକୁବଙ୍କର ବାର ପୁତ୍ରମାନଙ୍କର ନାମ ଅନୁସାରେ ହେଲେ। ସଦାପ୍ରଭୁ ଯାକୁବଙ୍କୁ ଇଶ୍ରାୟେଲ ନାମ ଦଇେଥିଲେ।
32 ଆଉ ସହେି ପଥର ରେ ସେ ସଦାପ୍ରଭୁଙ୍କ ନାମ ରେ ଏକ ୟଜ୍ଞବଦେୀ ପୁନଃନିର୍ମାଣ କରି ସହେି ୟଜ୍ଞବଦେୀର ଚତୁଃପାଶର୍ବ ରେ ଦୁଇମହଣ ବିହନ ଧରିଲା ଭଳି ଏକ ଖାଇ ନିର୍ମାଣ କଲେ।
33 ତା'ପରେ ସେ ୟଜ୍ଞବଦେୀ କାଠ ସଜାଇ ସହେି କାଠ ଉପରେ ବୃଷଭକୁ ଖଣ୍ତ ଖଣ୍ତ କରି କାଟି ଥୋଇଲେ।
34 ତା'ପରେ ଏଲିଯ କହିଲେ, ଗ୍ଭରିଟି କଳସ ଜଳ ରେ ପୂର୍ଣ୍ଣ କରି ସହେି ହାମାେର୍ଥକ ବଳିର ମାଂସ ଓ କାଠ ଉପରେ ଢାଳ। ପୁଣି ଏଲିଯ କହିଲେ, ଦ୍ବିତୀୟ ଥର ପାଇଁ ତାହା କର। ତା'ପରେ ପୁଣି କହିଲେ, ତୃତୀୟ ଥର ପାଇଁ ତାହା କର। ସମାନେେ ପ୍ରତିଥର ତାହାହିଁ କଲେ।
35 ତଦ୍ଦ୍ବାରା ୟଜ୍ଞବଦେୀରୁ ଜଳ ବହି ଖାଇଟିକୁ ପୂର୍ଣ୍ଣ କଲା।
36 ସନ୍ଧ୍ଯାକାଳୀନ ପ୍ରାର୍ଥନା ଉତ୍ସର୍ଗ କରିବା ସମୟରେ ଏଲିଯ ସଦାପ୍ରଭୁଙ୍କ ୟଜ୍ଞବଦେୀ ନିକଟକୁ ଗଲେ ଓ କହିଲେ, ହେ ସଦାପ୍ରଭୁ, ଅବ୍ରହାମ, ଇସ୍ହାକ ଓ ଯାକୁବର ପରମେଶ୍ବର ଇଶ୍ରାୟେଲୀୟମାନଙ୍କୁ ଆଜି ପ୍ରମାଣ କର ଯେ, ତୁମ୍ଭେ ଇଶ୍ରାୟେଲର ପରମେଶ୍ବର ଓ ମୁଁ ଯେ ତୁମ୍ଭର ସବେକ ଏବଂ ମୁଁ ଯେ ତୁମ୍ଭ ବାକ୍ଯ ଅନୁସାରେ ଏହିସବୁ କାର୍ୟ୍ଯ କରିଅଛି।
37 ହେ ସଦାପ୍ରଭୁ, ମାେ ପ୍ରାର୍ଥନାର ଉତ୍ତର ଦିଅ। ଆଉ ଏହି ଲୋକମାନଙ୍କୁ ଦଖାଇେ ଦିଅ ଯେ ତୁମ୍ଭେ ସଦାପ୍ରଭୁ, ପରମେଶ୍ବର, ତାହା ହେଲେ ସମାନେେ ସର୍ବାନ୍ତଃକରଣ ରେ ଜାଣିବେ ଯେ ତୁମ୍ଭେ ସମାନଙ୍କେୁ ତୁମ୍ଭ ନିକଟକୁ ଫରୋଇ ଆଣିଛ।
38 ସେତବେେଳେ ସଦାପ୍ରଭୁଙ୍କ ପ୍ ରରେିତ ଅଗ୍ନି ପ୍ରଜ୍ଜଳିତ ହେଲା ଓ ସହେି ଅଗ୍ନି ହାମାେର୍ଥକ ବଳି, କାଠ, ପ୍ରସ୍ତର, ଧୂଳି ଗ୍ରାସ କରି ୟଜ୍ଞବଦେୀର ଗ୍ଭରିପାଖ ରେ ଥିବା ଖାଇର ଜଳକୁ ଶୁଷ୍କ କରି ଦଲୋ।
39 ଏହା ଦେଖି ସମଗ୍ର ଲୋକ ଭୂମିରେ ମୁଣ୍ତ ନୁଆଁଇ କହିଲେ, ସଦାପ୍ରଭୁ ହିଁ ପରମେଶ୍ବର, ସଦାପ୍ରଭୁ ହିଁ ପରମେଶ୍ବର।
40 ତା'ପରେ ଏଲିଯ ସମାନଙ୍କେୁ କହିଲେ, ବାଲ୍ର ସମସ୍ତ ଭବିଷ୍ଯଦ୍ବକ୍ତାଙ୍କୁ ଧର, କାହାରିକୁ ଛାଡ ନାହିଁ। ତେଣୁ ଲୋକମାନେ ସମସ୍ତ ଭବିଷ୍ଯଦ୍ବକ୍ତାଙ୍କୁ ଧରିଲେ। ତତ୍ପରେ ଏଲିଯ ସମାନଙ୍କେୁ କୀଶୋନ ନଦୀ ନିକଟକୁ ନଇେ ସଠାେରେ ହତ୍ଯା କଲେ।
41 ତତ୍ପରେ ଏଲିଯ ରାଜା ଆହାବ୍ଙ୍କୁ କହିଲେ, ବର୍ତ୍ତମାନ ତୁମ୍ଭେ ୟାଇ ପାନ, ଭୋଜନ କର। କାରଣ ପ୍ରବଳ ବର୍ଷା ଆସୁଅଛି।
42 ତେଣୁ ରାଜା ଆହାବ୍ ଭୋଜନ ନିମନ୍ତେ ଗଲେ। ଏଲିଯ କର୍ମିଲ ପର୍ବତର ଉପରକୁ ଚଢି଼ଲେ ଆଶା ରେ ପଡିଲେ ଏବଂ ଆପଣା ଆଣ୍ଠୁ ମଧିଅରେ ମୁଣ୍ତ ରଖିଲେ।
43 ତା'ପରେ ଏଲିଯ ତାଙ୍କର ସବେକକୁ କହିଲେ, ସମୁଦ୍ର ଆଡକୁ ଅନାଅ।
44 ସପ୍ତମ ଥର ରେ ସବେକ ଫରେିଆସି କହିଲା, ମୁଁ ମନୁଷ୍ଯର ହାତମୁଠା ସଦୃଶ ଖଣ୍ଡେ କ୍ଷୁଦ୍ର ମେଘ ସମୁଦ୍ରରୁ ଉଠିବାପରି ଦେଖୁଛି।
45 ଅଳ୍ପକ୍ଷଣ ପରେ ଆକାଶ କଳା ମେଘ ରେ ଆବୃତ ହାଇେ ପବନ ବହି ପ୍ରବଳ ବୃଷ୍ଟି ଆରମ୍ଭ ହାଇଗେଲା। ଆହାବ୍ ତାଙ୍କର ରଥରେ ବସି ୟିଷ୍ରିଯଲକେୁ ଗଲେ।
46 ସଦାପ୍ରଭୁଙ୍କ ଶକ୍ତି ଏଲିଯଙ୍କ ଉପରେ ପଡିଲା। ସେ ନିଜର କଟି ବସ୍ତ୍ରକୁ ଶକ୍ତ ଭାବରେ ବାନ୍ଧି ୟିଷ୍ରିଯଲରେ ପ୍ରବେଶ ସ୍ଥାନ ପର୍ୟ୍ଯନ୍ତ ଆହାବ୍ଙ୍କ ଆଗେ ଆଗେ ଦୌଡିଗଲେ।
1 And it came to pass after many days, that the word of the Lord came to Elijah in the third year, saying, Go, shew thyself unto Ahab; and I will send rain upon the earth.
2 And Elijah went to shew himself unto Ahab. And there was a sore famine in Samaria.
3 And Ahab called Obadiah, which was the governor of his house. (Now Obadiah feared the Lord greatly:
4 For it was so, when Jezebel cut off the prophets of the Lord, that Obadiah took an hundred prophets, and hid them by fifty in a cave, and fed them with bread and water.)
5 And Ahab said unto Obadiah, Go into the land, unto all fountains of water, and unto all brooks: peradventure we may find grass to save the horses and mules alive, that we lose not all the beasts.
6 So they divided the land between them to pass throughout it: Ahab went one way by himself, and Obadiah went another way by himself.
7 And as Obadiah was in the way, behold, Elijah met him: and he knew him, and fell on his face, and said, Art thou that my lord Elijah?
8 And he answered him, I am: go, tell thy lord, Behold, Elijah is here.
9 And he said, What have I sinned, that thou wouldest deliver thy servant into the hand of Ahab, to slay me?
10 As the Lord thy God liveth, there is no nation or kingdom, whither my lord hath not sent to seek thee: and when they said, He is not there; he took an oath of the kingdom and nation, that they found thee not.
11 And now thou sayest, Go, tell thy lord, Behold, Elijah is here.
12 And it shall come to pass, as soon as I am gone from thee, that the Spirit of the Lord shall carry thee whither I know not; and so when I come and tell Ahab, and he cannot find thee, he shall slay me: but I thy servant fear the Lord from my youth.
13 Was it not told my lord what I did when Jezebel slew the prophets of the Lord, how I hid an hundred men of the Lord’s prophets by fifty in a cave, and fed them with bread and water?
14 And now thou sayest, Go, tell thy lord, Behold, Elijah is here: and he shall slay me.
15 And Elijah said, As the Lord of hosts liveth, before whom I stand, I will surely shew myself unto him to day.
16 So Obadiah went to meet Ahab, and told him: and Ahab went to meet Elijah.
17 And it came to pass, when Ahab saw Elijah, that Ahab said unto him, Art thou he that troubleth Israel?
18 And he answered, I have not troubled Israel; but thou, and thy father’s house, in that ye have forsaken the commandments of the Lord, and thou hast followed Baalim.
19 Now therefore send, and gather to me all Israel unto mount Carmel, and the prophets of Baal four hundred and fifty, and the prophets of the groves four hundred, which eat at Jezebel’s table.
20 So Ahab sent unto all the children of Israel, and gathered the prophets together unto mount Carmel.
21 And Elijah came unto all the people, and said, How long halt ye between two opinions? if the Lord be God, follow him: but if Baal, then follow him. And the people answered him not a word.
22 Then said Elijah unto the people, I, even I only, remain a prophet of the Lord; but Baal’s prophets are four hundred and fifty men.
23 Let them therefore give us two bullocks; and let them choose one bullock for themselves, and cut it in pieces, and lay it on wood, and put no fire under: and I will dress the other bullock, and lay it on wood, and put no fire under:
24 And call ye on the name of your gods, and I will call on the name of the Lord: and the God that answereth by fire, let him be God. And all the people answered and said, It is well spoken.
25 And Elijah said unto the prophets of Baal, Choose you one bullock for yourselves, and dress it first; for ye are many; and call on the name of your gods, but put no fire under.
26 And they took the bullock which was given them, and they dressed it, and called on the name of Baal from morning even until noon, saying, O Baal, hear us. But there was no voice, nor any that answered. And they leaped upon the altar which was made.
27 And it came to pass at noon, that Elijah mocked them, and said, Cry aloud: for he is a god; either he is talking, or he is pursuing, or he is in a journey, or peradventure he sleepeth, and must be awaked.
28 And they cried aloud, and cut themselves after their manner with knives and lancets, till the blood gushed out upon them.
29 And it came to pass, when midday was past, and they prophesied until the time of the offering of the evening sacrifice, that there was neither voice, nor any to answer, nor any that regarded.
30 And Elijah said unto all the people, Come near unto me. And all the people came near unto him. And he repaired the altar of the Lord that was broken down.
31 And Elijah took twelve stones, according to the number of the tribes of the sons of Jacob, unto whom the word of the Lord came, saying, Israel shall be thy name:
32 And with the stones he built an altar in the name of the Lord: and he made a trench about the altar, as great as would contain two measures of seed.
33 And he put the wood in order, and cut the bullock in pieces, and laid him on the wood, and said, Fill four barrels with water, and pour it on the burnt sacrifice, and on the wood.
34 And he said, Do it the second time. And they did it the second time. And he said, Do it the third time. And they did it the third time.
35 And the water ran round about the altar; and he filled the trench also with water.
36 And it came to pass at the time of the offering of the evening sacrifice, that Elijah the prophet came near, and said, Lord God of Abraham, Isaac, and of Israel, let it be known this day that thou art God in Israel, and that I am thy servant, and that I have done all these things at thy word.
37 Hear me, O Lord, hear me, that this people may know that thou art the Lord God, and that thou hast turned their heart back again.
38 Then the fire of the Lord fell, and consumed the burnt sacrifice, and the wood, and the stones, and the dust, and licked up the water that was in the trench.
39 And when all the people saw it, they fell on their faces: and they said, The Lord, he is the God; the Lord, he is the God.
40 And Elijah said unto them, Take the prophets of Baal; let not one of them escape. And they took them: and Elijah brought them down to the brook Kishon, and slew them there.
41 And Elijah said unto Ahab, Get thee up, eat and drink; for there is a sound of abundance of rain.
42 So Ahab went up to eat and to drink. And Elijah went up to the top of Carmel; and he cast himself down upon the earth, and put his face between his knees,
43 And said to his servant, Go up now, look toward the sea. And he went up, and looked, and said, There is nothing. And he said, Go again seven times.
44 And it came to pass at the seventh time, that he said, Behold, there ariseth a little cloud out of the sea, like a man’s hand. And he said, Go up, say unto Ahab, Prepare thy chariot, and get thee down, that the rain stop thee not.
45 And it came to pass in the mean while, that the heaven was black with clouds and wind, and there was a great rain. And Ahab rode, and went to Jezreel.
46 And the hand of the Lord was on Elijah; and he girded up his loins, and ran before Ahab to the entrance of Jezreel.
Luke 19 in Tamil and English
1 ଯୀଶୁ ଯିରୀହାେ ନଗର ଦଇେ ଯାଉଥିଲେ।
And Jesus entered and passed through Jericho.
2 ଯୀରୀହୋ ରେ ଜଖିୟ ବୋଲି ଜଣେ ଲୋକ ଥିଲେ। ସେ ଜଣେ ପ୍ରଧାନ କରଆଦାୟକାରୀ ଥିଲେ ଓ ସେ ବହୁତ ଧନୀ ଥିଲେ।
And, behold, there was a man named Zacchaeus, which was the chief among the publicans, and he was rich.
3 ସେ ଯୀଶୁଙ୍କୁ ଦେଖିବାକୁ ଚାହୁଁଥିଲେ। ଆହୁରି ମଧ୍ଯ ଅନକେ ଲୋକ ଯୀଶୁଙ୍କୁ ଦେଖିବାକୁ ଚାହୁଁଥିଲେ। ଜଖିୟ ଏତେ ବାଙ୍ଗରା ଥିଲେ ଯେ, ଲୋକଙ୍କ ଭିତ ରେ ଥାଇ ଯୀଶୁଙ୍କୁ ଦେଖି ପାରିବା ସମ୍ଭବ ନଥିଲା।
And he sought to see Jesus who he was; and could not for the press, because he was little of stature.
4 ତେଣୁ ଯେଉଁବାଟେ ଯୀଶୁ ଆସିବେ ବୋଲି ସେ ଜାଣିଥିଲେ, ସଭେଳି ଗୋଟିଏ ସ୍ଥାନକୁ ସେ ଦୌଡିଗଲେ। ଯୀଶୁଙ୍କୁ ଦେଖି ପାରିବା ପାଇଁ ସେ ଗୋଟିଏ ଡିମ୍ବିରି ଗଛ ରେ ଚଢିଗଲେ।
And he ran before, and climbed up into a sycomore tree to see him: for he was to pass that way.
5 ଯୀଶୁ ସହେି ସ୍ଥାନକୁ ଆସିଲେ। ସେ ଉପରକୁ ଚାହିଁଲେ, ସେ ଜଖିୟଙ୍କୁ ଗଛ ଉପରେ ଦେଖିଲେ। ଯୀଶୁ ତାହାଙ୍କୁ କହିଲେ, ଜଖିୟ! ଶୀଘ୍ର ତଳକୁ ଆସ, ମୁଁ ଆଜି ନିଶ୍ଚୟ ତୁମ୍ଭ ଘ ରେ ରହିବି।
And when Jesus came to the place, he looked up, and saw him, and said unto him, Zacchaeus, make haste, and come down; for to day I must abide at thy house.
6 ତା'ପରେ ଜଖିୟ ଖୁବ୍ ଶୀଘ୍ର ତଳକୁ ଓହ୍ଲାଇ ଆସିଲେ। ଅତ୍ଯନ୍ତ ଖୁସି ରେ ସେ ଯୀଶୁଙ୍କୁ ନିଜ ଘ ରେ ସ୍ବାଗତ କଲେ।
And he made haste, and came down, and received him joyfully.
7 ସମସ୍ତେ ଏକଥା ଦେଖିଲେ। ସମାନେେ ଅଭିଯୋଗ କରିବାକୁ ଆରମ୍ଭ କଲେ, ଦେଖ, କେଉଁ ଭଳି ଲୋକ ସହିତ ଯୀଶୁ ରହୁଛନ୍ତି। ଜଖିୟ ଗୋଟିଏ ପାପୀ।
And when they saw it, they all murmured, saying, That he was gone to be guest with a man that is a sinner.
8 ଜଖିୟ ପ୍ରଭୁଙ୍କୁ କହିଲେ, ମୁଁ ଭଲ କାମ କରିବାକୁ ଇଚ୍ଛା କରୁଛି। ମୁଁ ମାେ ଧନର ଅଧା ଗରିବଙ୍କୁ ବାଣ୍ଟି ଦବେି। ମୁଁ ଯଦି କାହାରିକୁ ଠକିଥାଏ, ତବେେ ସହେି ଲୋକକୁ ଚାରିଗୁଣ ଧନ ଫରୋଇ ଦବେି।
And Zacchaeus stood, and said unto the Lord; Behold, Lord, the half of my goods I give to the poor; and if I have taken any thing from any man by false accusation, I restore him fourfold.
9 ଯୀଶୁ କହିଲେ, ଏ ଲୋକଟି ପ୍ରକୃତ ରେ ଜଣେ ଭଲ ମଣିଷ। ସେ ଅବ୍ରହାମଙ୍କର ଉପୟୁକ୍ତ ସନ୍ତାନ। ତେଣୁ ଆଜି ସେ ନିଜ ପାପରୁ ଉଦ୍ଧାର ପାଇଗଲେ।
And Jesus said unto him, This day is salvation come to this house, forsomuch as he also is a son of Abraham.
10 ମନୁଷ୍ଯପୁତ୍ର ହଜି ଯାଇଥିବା ଲୋକମାନଙ୍କୁ ଖାଜେିବାକୁ ଓ ସମାନଙ୍କେୁ ରକ୍ଷା କରିବାକୁ ଆସିଛନ୍ତି।
For the Son of man is come to seek and to save that which was lost.
11 ଯୀଶୁ ୟିରୂଶାଲମର ପାଖାପାଖି ଆସିଗଲେ। କେତକେ ଲୋକ ଭବିଲେ ଯେ ପରମେଶ୍ବରଙ୍କ ରାଜ୍ଯ ଶୀଘ୍ର ଆସିୟିବ।
And as they heard these things, he added and spake a parable, because he was nigh to Jerusalem, and because they thought that the kingdom of God should immediately appear.
12 ଲୋକମାନେ ଏହି କଥା ଭାବୁଥିବା ଯୀଶୁ ଜାଣି ପାରିଲେ। ତେଣୁ ସେ ଲୋକମାନଙ୍କୁ ଏହି ଦୃଷ୍ଟାନ୍ତଟି କହିଲେ: ଜଣେ ଅତି ମାନ୍ଯଗଣ୍ଯ ବ୍ଯକ୍ତି ରାଜା ହବୋ ପାଇଁ କୌଣସି ଏକ ଦ୍ବର ରାଜ୍ଯକୁ ୟିବାକୁ ପ୍ରସ୍ତୁତ ହେଉଥିଲେ। ତା'ପରେ ସେ ଫରେିଆସି ନିଜ ଲୋକମାନଙ୍କ ଉପରେ ଶାସନ କରିବାକୁ ଯୋଜନା କଲେ।
He said therefore, A certain nobleman went into a far country to receive for himself a kingdom, and to return.
13 ସେ ନିଜର ଦଶ ଜଣ ଚାକରଙ୍କୁ ଡାକିଲେ। ସେ ପ୍ରେତ୍ୟକକ ଚାକରଙ୍କୁ ଗୋଟିଏ ଗୋଟିଏ ଟଙ୍କା ଥଳି ଦେଲେ। ସେ କହିଲେ, 'ମୁଁ ଫରେିବା ପର୍ୟ୍ଯନ୍ତ ଏହି ଟଙ୍କା ରେ ବ୍ଯବସାୟ କର।'
And he called his ten servants, and delivered them ten pounds, and said unto them, Occupy till I come.
14 ସହେି ବ୍ଯକ୍ତିଙ୍କୁ ସେ ରାଜ୍ଯର ନାଗରିକମାନେ ଘୃଣା କରୁଥିଲେ। ତେଣୁ ସମାନେେ ତାହାଙ୍କ ପଛ ରେ ଦଳେ ଲୋକଙ୍କୁ ସଠାେକୁ ପଠାଇଲେ। ସଠାେକୁ ଯାଇ ଏହି ଦଳର ଲୋକମାନେ କହିଲେ, 'ଆମ୍ଭେ ଚାହୁଁନା ଯେ, ସହେି ବ୍ଯକ୍ତି ଆମ୍ଭମାନଙ୍କର ରାଜା ହୁଅନ୍ତୁ।'
But his citizens hated him, and sent a message after him, saying, We will not have this man to reign over us.
15 ତଥାପି ସେ ରାଜା ହାଇଗେଲେ। ତା'ପରେ ସେ ଘରକୁ ଫରେି ଆସିଲେ। ତା'ପରେ ସେ କହିଲେ, ' ଯେଉଁ ଚାକରମାନଙ୍କୁ ମୁଁ ମାରେଟଙ୍କା ଦଇେଥିଲି ସମାନଙ୍କେୁ ଡାକ, ମୁଁ ଜାଣିବାକୁ ଚାହୁଁଛି ଯେ, ସହେି ଟଙ୍କା ରେ ସମାନେେ ଆଉ କେତେ ଅଧିକ ଲାଭ କରିଛନ୍ତି।'
And it came to pass, that when he was returned, having received the kingdom, then he commanded these servants to be called unto him, to whom he had given the money, that he might know how much every man had gained by trading.
16 ପ୍ରଥମେ ଚାକର ଜଣକ ଆସି କହିଲା, 'ଆଜ୍ଞା, ଆପଣ ମାେତେ ଦଇେଥିବା ଟଙ୍କା ଥଳିଟିକୁ ବ୍ଯବହାର କରି ମୁଁ ଦଶ ଥଳି ଅଧିକ ଟଙ୍କା ଅର୍ଜନ କରିଛି।'
Then came the first, saying, Lord, thy pound hath gained ten pounds.
17 ରାଜା ଚାକରମାନଙ୍କୁ କହିଲେ, ବହୁତ ଭଲ କଥା। ତୁମ୍ଭେ ଜଣେ ଭଲ ଚାକର। ତୁମ୍ଭକୁ େଛାଟ େଛାଟ ବିଷୟ ରେ ବିଶ୍ବାସ କରାଯାଇ ପାରିବ ବୋଲି ମୁଁ ଜାଣୁଛି। ତେଣୁ ମୁଁ ତୁମ୍ଭକୁ ମାରେ ଦଶଟି ନଗର ଶାସନକରିବାକୁ ଦବେି।'
And he said unto him, Well, thou good servant: because thou hast been faithful in a very little, have thou authority over ten cities.
18 ଦ୍ବିତୀୟ ଚାକରଟି ଆସିଲା ଓ କହିଲା, 'ଆଜ୍ଞା, ଆପଣ ଦଇେଥିବା ଟଙ୍କାଥଳିକୁ ବ୍ଯବହାର କରି ପାଞ୍ଚଥଳି ଟଙ୍କା ଅର୍ଜ୍ବନ କରିଛି।'
And the second came, saying, Lord, thy pound hath gained five pounds.
19 ରାଜା ସହେି ଚାକରଟିକୁ କହିଲେ, 'ତୁମ୍ଭେ ପାଞ୍ଚଟି ନଗର ଉପରେ ଶାସନ କରିବ।'
And he said likewise to him, Be thou also over five cities.
20 ତା'ପରେ ଅନ୍ୟ ଚାକରଟି ଭିତରକୁ ଆସିଲା। ସେ ରାଜାଙ୍କୁ କହିଲା, 'ଆଜ୍ଞା, ଏହି ଆପଣଙ୍କ ଟଙ୍କା ଥଳି। ମୁଁ ଖଣ୍ଡେ କନା ରେ ଏହାକୁ ଗୁଡାଇ ରଖିଥିଲି।
And another came, saying, Lord, behold, here is thy pound, which I have kept laid up in a napkin:
21 ଆପଣ ଜଣେ କଠାେର ବ୍ଯକ୍ତି ହାଇେଥିବାରୁ ମୁଁ ଆପଣଙ୍କୁ ଭୟ କରିଥିଲି। ଏପରିକି ଆପଣ ନିଜେ ଅର୍ଜ୍ବନ କରି ନଥିବା ଟଙ୍କା ନଇେଥା'ନ୍ତି ଓ ନିଜେ ଉତ୍ପନ୍ନ କରି ନଥିବା ଖାଦ୍ୟଶସ୍ଯ ସଂଗ୍ରହ କରିଥା'ନ୍ତି।'
For I feared thee, because thou art an austere man: thou takest up that thou layedst not down, and reapest that thou didst not sow.
22 ତା'ପରେ ରାଜା ସହେି ଚାକରକୁ କହିଲେ, 'ତୁମ୍ଭେ ଜଣେ ଦୁଷ୍ଟ ଚାକର। ତୁମ୍ଭେ ମାେ ପ୍ରତି ବ୍ଯବହାର କରିଥିବା ଭାଷା ରେ ମୁଁ ତୁମ୍ଭରି ବିଚାର କରିବି। ତୁମ୍ଭେ କହିଛ ଯେ, ମୁଁ ଜଣେ କଠାେର ବ୍ଯକ୍ତି। ପୁଣି କହିଛ ଯେ ମୁଁ ଅର୍ଜ୍ବନ ନକରି ଟଙ୍କା ନିଏ ଓ ଉତ୍ପନ୍ନ ନକରି ମଧ୍ଯ ଖାଦ୍ୟଶସ୍ଯ ସଂଗ୍ରହ କରେ।'
And he saith unto him, Out of thine own mouth will I judge thee, thou wicked servant. Thou knewest that I was an austere man, taking up that I laid not down, and reaping that I did not sow:
23 ଯଦି ଏକଥା ସତ୍ଯ, ତବେେ ତୁମ୍ଭେ ମାେ ଟଙ୍କା ବ୍ଯାଙ୍କ ରେ ଜମା ରଖିପାରିଥା'ନ୍ତତା' ହେଲେ ମୁଁ ଫରେି ଆସିଲା ବଳକେୁ ମାେ ଟଙ୍କା ରେ କିଛି ସୁଧ ଅର୍ଜ୍ଜନ କରାଯାଇ ପାରିଥାଆନ୍ତା ା
Wherefore then gavest not thou my money into the bank, that at my coming I might have required mine own with usury?
24 ସଠାେରେ ରହି ଏସବୁ ଦେଖୁଥିବା ଲୋକମାନଙ୍କୁ ରାଜା କହିଲେ, 'ଏ ଚାକର ପାଖରୁ ଟଙ୍କା ଥଳିଟି ନଇେ ଯାଇ ଦଶ ଥଳି ଟଙ୍କା ଅର୍ଜନ କରିଥିବା ଚାକରକୁ ଦଇଦେିଅ।
And he said unto them that stood by, Take from him the pound, and give it to him that hath ten pounds.
25 ଲୋକମାନେ ରାଜାଙ୍କୁ କହିଲେ, କିନ୍ତୁ ଆଜ୍ଞା, ସେ ଚାକରଟି ପାଖ ରେ ତ ଆଗରୁ ଦଶଥଳି ଟଙ୍କା ଅଛି।'
(And they said unto him, Lord, he hath ten pounds.)
26 ରାଜା କହିଲେ, 'ଯଦି ଜଣେ ବ୍ଯକ୍ତି ତା' ପାଖ ରେ ଯାହା ଅଛି ତାହାର ବ୍ଯବହାର କରେ ତବେେ ସେ ଆହୁରି ଅଧିକ ପାଇବ। କିନ୍ତୁ ଯେଉଁ ବ୍ଯକ୍ତି ତା ପାଖ ରେ ଯେତିକି ଅଛି, ତାହା ବ୍ଯବହାର କରନେି ତା'ଠାରୁ ତାହା ମଧ୍ଯ ଛଡଇେ ନିଆୟିବ।
For I say unto you, That unto every one which hath shall be given; and from him that hath not, even that he hath shall be taken away from him.
27 ବର୍ତ୍ତମାନ ମାରେଶତୃମାନେ କାହାଁନ୍ତି? ମୁଁ ସମାନଙ୍କେର ରାଜା ନହୁଏ ବୋଲି ଯେଉଁମାନେ ଚାହୁଁଥିଲେ। ସମାନେେ କାହାଁନ୍ତି? ମାେ ଶତୃମାନଙ୍କୁ ଏଠାକୁ ଆଣ। ସମାନଙ୍କେୁ ମାେ ଆଖି ଆଗ ରେ ମାରିଦିଅ।'
But those mine enemies, which would not that I should reign over them, bring hither, and slay them before me.
28 ଯୀଶୁ ଏସବୁ କହିସାରିବା ପରେ ୟିରୂଶାଲମ ଆଡକୁ ଯାତ୍ରା ଆରମ୍ଭ କଲେ।
And when he had thus spoken, he went before, ascending up to Jerusalem.
29 ଜୀତ ପର୍ବତ ପାଖ ବେଥ୍ଫାଗୀ ଓ ବେଥନିଆ ନଗର ପାଖକୁ ଯୀଶୁ ଆସିଗଲେ। ଯୀଶୁ ନିଜର ଦୁଇ ଜଣ ଶିଷ୍ଯଙ୍କୁ ଏହା କହି ପଠାଇଲେ,
And it came to pass, when he was come nigh to Bethphage and Bethany, at the mount called the mount of Olives, he sent two of his disciples,
30 ଆଗ ରେ ଯେଉଁ ଗାଁ ଦଖାଯାେଉଛି, ସଠାେକୁ ଯାଅ। ତୁମ୍ଭମାନେେ ଗାଁ ରେ ପଶିବା ମାତ୍ ରେ ସଠାେରେ ଗୋଟିଏ ଗଧଛୁଆ ବନ୍ଧା ହାଇେଥିବାର ଦେଖିବ। ସହେି ଗଧ ଉପରେ କହେି କବେେ ହେଲେ ଚଢି ନଥିବେ। ତାକୁ ଖାଲିେ ଦଇେ ମାେ ପାଖକୁ ଆଣିବ।
Saying, Go ye into the village over against you; in the which at your entering ye shall find a colt tied, whereon yet never man sat: loose him, and bring him hither.
31 ଯଦି କଣସି ଲୋକ ତୁମ୍ଭକୁ ପଚା ରେ ଯେ ତୁମ୍ଭମାନେେ ଗଧଟିକୁ କାହିଁକି ନଇେ ଯାଉଛ, ତବେେ ତୁମ୍ଭମାନେେ କହିବ ଯେ ପ୍ରଭୁଙ୍କର ଏଇଟି ଦରକାର ଅଛି।'
And if any man ask you, Why do ye loose him? thus shall ye say unto him, Because the Lord hath need of him.
32 ଦୁଇ ଜଣ ଶିଷ୍ଯ ସହେି ଗାଁକୁ ଗଲେ, ଯୀଶୁ ସମାନଙ୍କେୁ ଯଭେଳି କହିଥିଲେ, ଠିକ୍ ସହେି ଅନୁସାରେ ସମାନେେ ଗଧଟିକୁ ପାଇଗଲେ।
And they that were sent went their way, and found even as he had said unto them.
33 ଶିଷ୍ଯମାନେ ଗଧଟିକୁ ଫିଟାଉଥିବା ସମୟରେ ଗଧଟିର ମାଲିକମାନେ ବାହାରି ଆସିଲେ। ସମାନେେ ଶିଷ୍ଯମାନଙ୍କୁ ପଚାରିଲେ, ତୁମ୍ଭମାନେେ ଗଧଟିକୁ କାହିଁକି ଫିଟାଉଛ?
And as they were loosing the colt, the owners thereof said unto them, Why loose ye the colt?
34 ଶିଷ୍ଯମାନେ କହିଲେ, ଏହାଠା ରେ ପ୍ରଭୁଙ୍କର ଦରକାର ଅଛି।
And they said, The Lord hath need of him.
35 ତା'ପରେ ଶିଷ୍ଯମାନେ ଗଧଟିକୁ ଯୀଶୁଙ୍କ ପାଖକୁ ଆଣିଲେ। ସମାନେେ ଗଧ ପିଠି ଉପରେ ସମାନଙ୍କେର ଲୁଗା ପକଇେଲେ। ତା'ପରେ ସମାନେେ ଯୀଶୁଙ୍କୁ ଗଧ ଉପରେ ବସାଇଲେ।
And they brought him to Jesus: and they cast their garments upon the colt, and they set Jesus thereon.
36 ଯୀଶୁ ଗଧ ଉପରେ ବସି ୟିରୂଶାଲମ ଆଡକୁ ଯାତ୍ରା କଲେ। ଲୋକମାନେ ଯୀଶୁଙ୍କ ଆଗ ରେ ରାସ୍ତା ଉପରେ ନିଜ ନିଜ ଲୁଗା ବିଛାଇ ଦେଲେ।
And as he went, they spread their clothes in the way.
37 ଯୀଶୁ ୟିରୂଶାଲମର ପାଖ ହାଇେ ଆସୁଥିଲେ, ସେ ଜୀତପର୍ବତର ପାଦ ଦେଶ ନିକଟରେ ପହନ୍ଚିଲେ। ଯୀଶୁଙ୍କର ସମୁଦାୟ ଶିଷ୍ଯଦଳ ଖୁସି ଥିଲେ। ସମାନେେ ଉଚ୍ଚସ୍ବର ରେ ପରମେଶ୍ବରଙ୍କ ପ୍ରଶଂସା ଗାନ କରିବାକୁ ଲାଗିଲେ। ସମାନେେ ଯେଉଁ ସବୁ ଶକ୍ତିର କାର୍ୟ୍ଯମାନ ଦେଖୁଥିଲେ, ସେଥିପାଇଁ ପରମେଶ୍ବରଙ୍କ ସ୍ତୁତିଗାନ କଲେ। ସମାନେେ କହିଲେ,
And when he was come nigh, even now at the descent of the mount of Olives, the whole multitude of the disciples began to rejoice and praise God with a loud voice for all the mighty works that they had seen;
38 ସ୍ବାଗତ କରି କହିଲେ:
Saying, Blessed be the King that cometh in the name of the Lord: peace in heaven, and glory in the highest.
39 ଜନଗହଳି ରେ କେତେ ଜଣ ରହିଥିବା ଫାରୂଶୀ ଯୀଶୁଙ୍କୁ କହିଲେ, ଗୁରୁ, ତୁମ୍ଭର ଶିଷ୍ଯମାନଙ୍କୁ ଏ ସବୁ କଥା ନ କହିବାକୁ କୁହ।
And some of the Pharisees from among the multitude said unto him, Master, rebuke thy disciples.
40 କିନ୍ତୁ ଯୀଶୁ କହିଲେ, ମୁଁ ତୁମ୍ଭମାନଙ୍କୁ କହୁଛି, ଏସବୁ କଥା ନିଶ୍ଚୟ କୁହାୟିବ। ଯଦି ମାରେ ଶିଷ୍ଯମାନେ ଏସବୁ କଥା ନକୁହନ୍ତି। ତାହା ହେଲେ ଏ ପଥର ସବୁ ପାଟି କରି ତାହାସବୁ କହିବେ।
And he answered and said unto them, I tell you that, if these should hold their peace, the stones would immediately cry out.
41 ଯୀଶୁ ୟିରୁଶାଲମ ପାଖ ରେ ପହନ୍ଚିଲେ। ଯୀଶୁ ୟିରୁଶାଲମ ନଗରକୁ ଦେଖି ତା'ପାଇଁ କାନ୍ଦି ପକାଇଲେ।
And when he was come near, he beheld the city, and wept over it,
42 ଯୀଶୁ ୟିରୁଶାଲମକୁ କହିଲେ, ତୁମ୍ଭକୁ କିପରି ଶାନ୍ତି ମିଳିପାରିବ, ତାହା ତୁମ୍ଭମାନେେ ଆଜି ଅନ୍ତତଃ ଜାଣି ପାରନ୍ତ! କିନ୍ତୁ ତାହା ତୁମ୍ଭମାନେେ ଜାଣି ପାରିବନାହିଁ। କାରଣ ତାାହା ତୁମ୍ଭ ପାଖରୁ ଗୁପ୍ତ ରଖା ଯାଇଛି।
Saying, If thou hadst known, even thou, at least in this thy day, the things which belong unto thy peace! but now they are hid from thine eyes.
43 ତୁମ୍ଭ ସକାେଶ ଏପରି ସମୟ ଆସୁଛି। ଯେତବେେଳେ କି ତୁମ୍ଭର ଶତୃମାନେ ତୁମ୍ଭ ଚାରିପଟେ ଗୋଟିଏ ପାଚରେୀ ତିଆରି କରି ଦବେେ। ତୁମ୍ଭ ଶତୃମାନେ ତୁମ୍ଭକୁ ଫରେିଯାଇ ଅବ ରୋଧ କରିବେ।
For the days shall come upon thee, that thine enemies shall cast a trench about thee, and compass thee round, and keep thee in on every side,
44 ସମାନେେ ତୁମ୍ଭକୁ ଓ ତୁମ୍ଭ ଲୋକମାନଙ୍କୁ ନଷ୍ଟ କରି ଦବେେ। ତୁମ୍ଭ କୋଠଗୁଡିକର ଗୋଟିଏ ହେଲେ ପଥର ଅନ୍ୟ ପଥରଟି ଉପରେ ସମାନେେ ରେଖଇ ଦବେେ ନାହିଁ। ଏସବୁ ଘଟିବ। କାରଣ ତୁମ୍ଭକୁ ଉଦ୍ଧାର କରିବା ପାଇଁ ପରମେଶ୍ବର ଯେତବେେଳେ ଆସିଥିଲେ, ସେ ସମୟଟିକୁ ତୁମ୍ଭେ ଚିହ୍ନି ପାରିଲ ନାହିଁ।
And shall lay thee even with the ground, and thy children within thee; and they shall not leave in thee one stone upon another; because thou knewest not the time of thy visitation.
45 ଯୀଶୁ ମନ୍ଦିର ଭିତରକୁ ଗଲେ। ସେ ମନ୍ଦିର ପରିସର ଭିତ ରେ କିଣା ବିକା କରୁଥିବା ଲୋକମାନଙ୍କୁ ବାହାର କରିବାକୁ ଲାଗିଲେ।
And he went into the temple, and began to cast out them that sold therein, and them that bought;
46 ଯୀଶୁ କହିଲେ, ଶାସ୍ତ୍ର ରେ ଲଖାେଅଛି: 'ମାେ ଗୃହ ପ୍ରାର୍ଥନାଗୃହ ହବେ।' କିନ୍ତୁ ତୁମ୍ଭମାନେେ ଏହାକୁ ଚୋରମାନଙ୍କ ଆଡ୍ଡାସ୍ଥଳି କରି ଦଇେଛ।'
Saying unto them, It is written, My house is the house of prayer: but ye have made it a den of thieves.
47 ଯୀଶୁ ପ୍ରତିଦିନ ମନ୍ଦିର ରେ ଉପଦେଶ ଦେଉଥିଲେ। ପ୍ରଧାନ ଯାଜକ, ଧର୍ମଶାସ୍ତ୍ରୀ ଓ ଯିହୂଦୀ ନେତାମାନେ ଯୀଶୁଙ୍କୁ ଜୀବନ ରେ ମାରି ଦବୋକୁ ଚାହୁଁଥିଲେ।
And he taught daily in the temple. But the chief priests and the scribes and the chief of the people sought to destroy him,
48 କିନ୍ତୁ ସବୁ ଲୋକ ଯୀଶୁଙ୍କ ଉପଦେଶ ମନଧ୍ଯାନ ଦଇେ ଶୁଣୁଥିଲେ। ସମାନେେ ଯୀଶୁଙ୍କ କଥାପ୍ରତି ପ୍ରବଳ ଆଗ୍ରହ ପ୍ରକାଶ କରୁଥିଲେ। ତେଣୁ ପ୍ରଧାନ ଯାଜକ, ଧର୍ମଶାସ୍ତ୍ରୀ ଓ ଯିହୂଦୀ ନେତାମାନେ କ'ଣ କରିବେ ବୋଲି କିଛି ସ୍ଥିର କରିପାରୁ ନଥିଲେ।
And could not find what they might do: for all the people were very attentive to hear him.