1 Kings 22:14 in Oriya

Oriya Oriya Bible 1 Kings 1 Kings 22 1 Kings 22:14

1 Kings 22:14
ତହୁଁ ମୀଖାଯ କହିଲେ, ଯେ ପର୍ୟ୍ଯନ୍ତ ସଦାପ୍ରଭୁ ଅଛନ୍ତି, ମୁଁ ଶପଥ କରୁଛି ସଦାପ୍ରଭୁ ଯାହା କହିବେ ମୁଁ ତାହା ହିଁ କହିବି।

1 Kings 22:131 Kings 221 Kings 22:15

1 Kings 22:14 in Other Translations

King James Version (KJV)
And Micaiah said, As the LORD liveth, what the LORD saith unto me, that will I speak.

American Standard Version (ASV)
And Micaiah said, As Jehovah liveth, what Jehovah saith unto me, that will I speak.

Bible in Basic English (BBE)
And Micaiah said, By the living Lord, whatever the Lord says to me I will say.

Darby English Bible (DBY)
And Micah said, As Jehovah liveth, even what Jehovah shall say to me, that will I speak.

Webster's Bible (WBT)
And Micaiah said, As the LORD liveth, what the LORD saith to me, that will I speak.

World English Bible (WEB)
Micaiah said, As Yahweh lives, what Yahweh says to me, that will I speak.

Young's Literal Translation (YLT)
And Micaiah saith, `Jehovah liveth; surely that which Jehovah saith unto me -- it I speak.'

And
Micaiah
וַיֹּ֖אמֶרwayyōʾmerva-YOH-mer
said,
מִיכָ֑יְהוּmîkāyĕhûmee-HA-yeh-hoo
As
the
Lord
חַיḥayhai
liveth,
יְהוָ֕הyĕhwâyeh-VA
what
כִּ֠יkee
Lord
the
אֶתʾetet
saith
אֲשֶׁ֨רʾăšeruh-SHER
unto
יֹאמַ֧רyōʾmaryoh-MAHR
me,
that
will
I
speak.
יְהוָ֛הyĕhwâyeh-VA
אֵלַ֖יʾēlayay-LAI
אֹת֥וֹʾōtôoh-TOH
אֲדַבֵּֽר׃ʾădabbēruh-da-BARE

Cross Reference

Numbers 24:13
'ଯଦି ବାଲାକ୍ ମାେତେ ସୂନା ରୂପା ପୂର୍ଣ ଆପଣା ଗୃହ ଦବେେ, ତବେେ ମୁଁ ନିଜ ଇଛା ରେ ଭଲ କି ମନ୍ଦ କରିବା ପାଇଁ ସଦାପ୍ରଭୁ ବାକ୍ଯର ବାହାରକୁ ୟାଇ ପାରିବ ନାହିଁ, ଯାହା ସଦାପ୍ରଭୁ କହିବେ ତାହା ହିଁ କରିବି।

Numbers 22:18
ଏଥି ରେ ବିଲିଯମ ବାଲାକ୍ର ଦାସମାନଙ୍କୁ କହିଲେ, ଯଦି ବାଲାକ୍ ସୁନା ରୂପା ରେ ପରିପୂର୍ଣ ନିଜର ଗୃହକୁ ମାେତେ ଦଇେ ଦିଅନ୍ତି, ତଥାପି ମୁଁ ସଦାପ୍ରଭୁ ମାରେପରମେଶ୍ବରଙ୍କ ଆଜ୍ଞା ବାହାରକୁ ୟାଇ ପାରିବି ନାହିଁ।

Galatians 1:10
ତୁମ୍ଭମାନେେ କ'ଣ ଭାବୁଛ ଯେ, ଲୋକେ ମାେତେ ଯେପରି ଗ୍ରହଣ ଓ ସମର୍ଥନ କରନ୍ତି ସେଥିପାଇଁ ମୁଁ ଚେଷ୍ଟା କରୁଛି ? ନା! ଜଣେ ପରମେଶ୍ବର ଅଛନ୍ତି, ମୁଁ କବଳେ ତାହାଙ୍କୁ ପ୍ରସନ୍ନ କରିବା ପାଇଁ ଚେଷ୍ଟା କରୁଛି। ମୁଁ ଯଦି ମଣିଷମାନଙ୍କୁ ପ୍ରସନ୍ନ କରିବା ପାଇଁ ଚେଷ୍ଟା କରୁଥାନ୍ତି, ତବେେ ଖ୍ରୀଷ୍ଟଙ୍କର ସବେକ ହାଇେ ନ ଥାନ୍ତି।

2 Corinthians 4:2
ଆମ୍ଭେ ଲଜ୍ଜାପୂର୍ଣ୍ଣ ଓ ଗୁପ୍ତ କାର୍ୟ୍ଯଗୁଡ଼ିକୁ ଛାଡ଼ି ଦଇେଛୁ। ଆମ୍ଭେ କପଟ କରୁ ନାହୁଁ, ପରମେଶ୍ବରଙ୍କ ବାକ୍ଯ ରେ ପରିବର୍ତ୍ତନ କରୁ ନାହୁଁ, ବରଂ ଆମ୍ଭେ ସତ୍ଯକୁ ସରଳ ଭାବରେ ପ୍ରକାଶ କରୁଛୁ। ଏହାଦ୍ବାରା ଲୋକମାନଙ୍କଠା ରେ ଆମ୍ଭେ ନିଜର ବ୍ଯକ୍ତିତ୍ବ ପ୍ରତିପାଦନ କରୁଛୁ, ଯାହା ଦ୍ବାରା ସମସ୍ତେ ନିଜ ହୃଦୟ ରେ ଜାଣି ପାରିବେ ଯେ, ପରମେଶ୍ବରଙ୍କ ସମ୍ମୁଖ ରେ ଆମ୍ଭମାନେେ ସତ୍ଯ ବାକ୍ଯ ପ୍ରଚାର କରୁଅଛୁ।

2 Corinthians 2:17
ଅନକେ ଯେପରି କରନ୍ତି, ସପରେି ଆମ୍ଭେ ନିଜ ଲାଭ ପାଇଁ ପରମେଶ୍ବରଙ୍କ ବାକ୍ଯ ବିକ୍ରୀ କରୁ ନାହୁଁ, କିନ୍ତୁ ଆମ୍ଭମାନେେ ପରମେଶ୍ବରଙ୍କ ସାକ୍ଷାତ ରେ ଖ୍ରୀଷ୍ଟଙ୍କଠା ରେ ଥାଇ ସତ୍ଯ କହୁ। ପରମେଶ୍ବରଙ୍କ ପ୍ ରରେିତ ଲୋକ ଭଳି କଥା କହୁ।

Acts 20:26
ତେଣୁ ମୁଁ ଆଜି ତୁମ୍ଭକୁ ଗୋଟିଏ କଥା କହୁଛି। ମୁଁ ତୁମ୍ଭମାନଙ୍କର ରକ୍ତପାତ ଦୋଷର ସମ୍ପୂର୍ଣ୍ଣ ନିର୍ଦ୍ ଦୋଷ ଅଟେ।

Ezekiel 3:17
ହେ ମନୁଷ୍ଯ ପୁତ୍ର, ଆମ୍ଭେ ଇଶ୍ରାୟେଲ ବଂଶ ପ୍ରତି ତୁମ୍ଭକୁ ପ୍ରହରୀ କରି ନିୟୁକ୍ତ କରିଅଛୁ। ଏଣୁ ଆମ୍ଭ ମୁଖର କଥା ଶୁଣ ଓ ଆମ୍ଭ ନାମ ରେ ସମାନଙ୍କେୁ ଚତନୋ ଦିଅ।

Ezekiel 2:4
ସହେି ଲୋକମାନେ ସ୍ବେଚ୍ଛାଚାରୀ ଓ କଠିନ ଚିତ୍ତ। ତଥାପି ମୁଁ ତୁମ୍ଭକୁ ସମାନଙ୍କେ ନିକଟକୁ ପଠାଉଛି। ସମାନଙ୍କେୁ କୁହ, 'ସଦାପ୍ରଭୁ ଆମ୍ଭର ପ୍ରଭୁ ଏହି କଥା କହିଛନ୍ତି।'

Jeremiah 42:4
ତା'ପ ରେ ଯିରିମିୟ ଭବିଷ୍ଯଦବକ୍ତା ସମାନଙ୍କେୁ କହିଲେ, ମୁଁ ତୁମ୍ଭମାନଙ୍କର କଥା ଶୁଣିଲି। ଆଉ ଦେଖ, ମୁଁ ତୁମ୍ଭମାନଙ୍କର କଥାନୁସା ରେ, ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବରଙ୍କ ନିକଟରେ ପ୍ରାର୍ଥନା କରିବି ଓ ସଦାପ୍ରଭୁ ତୁମ୍ଭମାନଙ୍କୁ ଯାହାବି ଉତ୍ତର ଦବେେ, ତାହା ମୁଁ ତୁମ୍ଭମାନଙ୍କୁ ଜଣାଇବି। ମୁଁ କୌଣସି କଥା ତୁମ୍ଭମାନଙ୍କଠାରୁ ଗୋପନ ରଖିବି ନାହିଁ।

Jeremiah 26:2
ସଦାପ୍ରଭୁ କହିଲେ, ହେ ଯିରିମିୟ, ତୁମ୍ଭେ ସଦାପ୍ରଭୁଙ୍କ ମନ୍ଦିରର ପ୍ରାଙ୍ଗଣ ରେ ଠିଆ ହୁଅ। ଯିହୁଦାର ନଗର ସମୂହରୁ ଯେଉଁମାନେ ସଦାପ୍ରଭୁଙ୍କ ମନ୍ଦିରକୁ ଆସୁଛନ୍ତି, ସମାନଙ୍କେୁ ଆମ୍ଭର ଆଜ୍ଞାନୁସା ରେ ସମସ୍ତ କଥା କୁହ, ଗୋଟିଏ ହେଲେ କଥା ଆମ୍ଭର ଛାଡ଼ ନାହିଁ।

Jeremiah 23:28
ଶସ୍ଯ ସହିତ ପାଳ ସମାନ ନୁହେଁ। ଦହେିପରି ଯେଉଁ ଭବିଷ୍ଯଦବକ୍ତାଗଣ ଆମ୍ଭର ସ୍ବପ୍ନ ଦେଖିଛନ୍ତି, ସମାନେେ ସେ ସ୍ବପ୍ନକଥା ପ୍ରକାଶ କରନ୍ତୁ। ଯଦି ସମାନେେ ଆମ୍ଭର ବାକ୍ଯ ପାଇଛନ୍ତି ତବେେ ସମାନେେ ବିଶ୍ବସ୍ତ ଭାବରେ ତାହା କୁହନ୍ତୁ।

2 Chronicles 18:12
ମୀଖାଯଙ୍କୁ ଯେଉଁ ବାର୍ତ୍ତାବାହକ ଡ଼ାକିବାକୁ ୟାଇଥିଲା, ତାଙ୍କୁ କହିଲା, ମୀଖାଯ, ଶୁୁଣ, ସବୁ ଭବିଷ୍ଯତ୍ବକ୍ତାମାନେ ଏକପ୍ରକାର କଥା କହୁଅଛନ୍ତି। ସମାନେେ କହୁଛନ୍ତି ଯେ, ରାଜା ସଫଳତା ଲାଭ କରିବେ। ତେଣୁ ସମାନେେ ଯାହା କହୁଛନ୍ତି, ତୁମ୍ଭେ ମଧ୍ଯ ତାହା କହିବା ଉଚିତ୍। ତୁମ୍ଭେ ଉତ୍ତମ ବିଷଯମାନ କହିବା ଉଚିତ୍।

1 Kings 18:15
ଏଲିଯ ଉତ୍ତର କଲେ, ସର୍ବଶକ୍ତିମଯ ସଦାପ୍ରଭୁଙ୍କ ଜୀବିତ ଥିବା ପର୍ୟ୍ଯନ୍ତ ମୁଁ ପ୍ରତିଜ୍ଞା କରୁଛି, ମୁଁ ନିଶ୍ଚଯ ରାଜାଙ୍କୁ ଆଜି ଦଖାେ କରିବି।

1 Kings 18:10
ନିଶ୍ଚିତ ଭାବରେ ସଦାପ୍ରଭୁ ତୁମ୍ଭର ପରମେଶ୍ବର ଅଛନ୍ତି। ମୁଁ ପରମେଶ୍ବରଙ୍କ ନାମ ରେ ପ୍ରତିଜ୍ଞା କରି କହୁଛି, ଦେଶ ମଧିଅରେ ଏପରି କୌଣସି ଗୋଷ୍ଠୀ ବା ରାଜ୍ଯ ନାହିଁ ଯେଉଁସ୍ଥାନକୁ ମାରେ ପ୍ରଭୁ ତୁମ୍ଭକୁ ଅନ୍ବଷେଣ କରିବାକୁ ପଠାଇ ନାହାଁନ୍ତି। ତୁମ୍ଭକୁ ଖାଜେିବାକୁ ରାଜା ପ୍ରେତ୍ୟକକ ଦେଶକୁ ଲୋକ ପଠାଇ ଅଛନ୍ତି। ସହେି ଦେଶର ଶାସକମାନଙ୍କୁ ଶପଥ କରିବା ପାଇଁ ବାଧ୍ଯ କରିଛନ୍ତି ଯେ, ସମାନେେ ତୁମ୍ଭକୁ ସମାନଙ୍କେ ଦେଶ ରେ ପାଇ ନାହାନ୍ତି।

Numbers 22:38
ତହୁଁ ବିଲିଯମ ବାଲାକଙ୍କୁ କହିଲା, ମୁଁ ତୁମ୍ଭ ନିକଟକୁ ଆସିଛି, ମାତ୍ର ପରମେଶ୍ବର, ମାେ ମୁଖ ରେ ଯେଉଁ ବାକ୍ଯ ଦବେେ ତାହା ହିଁ ମୁଁ କହିବି।