1 Kings 5
1 ସୋରର ରାଜା ହୀରମ୍ ଦାଉଦଙ୍କର ସାଙ୍ଗ ଥିଲେ। ଯେତବେେଳେ ସେ ଶୁଣିବାକୁ ପାଇଲେ ଯେ, ତାଙ୍କ ପିତା ଦାଉଦ୍ଙ୍କ ପରେ ଶ ଲୋମନ ନୂଆ ରାଜା ରୂପେ ଅଭିଷିକ୍ତ ହାଇେଛନ୍ତି, ସେ ତାଙ୍କ ବାର୍ତ୍ତାବାହାକମାନଙ୍କୁ ତାଙ୍କ ନିକଟକୁ ପଠାଇଲେ।
2 ଶଲୋମନ ହରୀମ୍ ନିକଟକୁ ଏହିକଥା କହି ପଠାଇଲେ,
3 ଆପଣ ଜାଣନ୍ତି ମାରେପିତା ଦାଉଦ ସଦାପ୍ରଭୁ ତାଙ୍କ ପରମେଶ୍ବରଙ୍କ ନିମନ୍ତେ ଗୋଟିଏ ମନ୍ଦିର ନିର୍ମାଣ କରିପାରିଲେ ନାହିଁ। ସେ କରିବାକୁ ଅସମର୍ଥ ହେଲେ, କାରଣ ତାଙ୍କ ଚତୁର୍ଦ୍ଦିଗ ରେ ଘରେି ରହିଥିବା ଶତୃମାନଙ୍କ ସହିତ ବାସ ସର୍ବଦା ୟୁଦ୍ଧ ରେ ବ୍ଯସ୍ତ ଥିଲେ ଓ ସଦାପ୍ରଭୁ ଶତୃଗଣଙ୍କୁ ତାଙ୍କ ହସ୍ତ ରେ ପରାସ୍ତ କରାଇବେ ବୋଲି ଅପେକ୍ଷା କରି ରହିଥିଲେ।
4 ମାତ୍ର ଏବେ ସଦାପ୍ରଭୁ ମାରେ ପରମେଶ୍ବର ଚତୁର୍ଦ୍ଦିଗ ରେ ଶାନ୍ତି ଦଇେ ଅଛନ୍ତି। ବର୍ତ୍ତମାନ ମାରେଶତୃ କହେି ନାହାଁନ୍ତି କି ବିପଦର ଆଶଙ୍କା ନାହିଁ।
5 ସଦାପ୍ରଭୁ ମାରେ ପିତା ଦାଉଦଙ୍କୁ ଶପଥ କରିଥିଲେ, 'ଆମ୍ଭେ ତୁମ୍ଭ ବଦଳ ରେ ତୁମ୍ଭ ପୁତ୍ରକୁ ସିଂହାସନ ରେ ବସାଇବା। ତୁମ୍ଭ ପୁତ୍ର ଆମ୍ଭ ନିମନ୍ତେ ଏକ ମନ୍ଦିର ନିର୍ମାଣ କରିବ।' ମୁଁ ବର୍ତ୍ତମାନ ସଦାପ୍ରଭୁ ମାରେପରମେଶ୍ବରଙ୍କ ନିମନ୍ତେ ଗୋଟିଏ ମନ୍ଦିର ନିର୍ମାଣ କରିବାକୁ ମନସ୍ଥ କରିଛି।
6 ତେଣୁ ଏବେ ମାେ ପାଇଁ ଲିବା ନୋନରୁ ଏରସ ବୃକ୍ଷ କାଟିବାକୁ ଆପଣ ଲୋକ ପଠାନ୍ତୁ। ମାରେଲୋକମାନେ ଆପଣଙ୍କ ଲୋକମାନଙ୍କ ସଙ୍ଗ ରେ ଥିବେ; ପୁଣି ଆପଣଙ୍କ କହିବାନୁସା ରେ ମୁଁ ଆପଣଙ୍କ ଲୋକମାନଙ୍କୁ ମୂଲ ଦବେି; କାରଣ ଆପଣ ଜାଣନ୍ତି କାଠ କାଟିବା କାର୍ୟ୍ଯ ରେ ସୀଦୋନୀଯମାନଙ୍କ ପରି ନିପୁଣ ଲୋକ ଆମ୍ଭମାନଙ୍କ ମଧିଅରେ କହେି ନାହିଁ।
7 ଯେତବେେଳେ ହୀରମ ଏହିକଥା ଶୁଣିଲେ ସେ ଅତ୍ଯନ୍ତ ଆନନ୍ଦିତ ହେଲେ ଓ କହିଲେ, ମୁଁ ସଦାପ୍ରଭୁଙ୍କୁ ଧନ୍ଯବାଦ ଦେଉଛି, ଯେ ସେ ମହାନ ଦେଶ ଉପରେ ଶାସନ କରିବାକୁ ଦାଉଦଙ୍କୁ ଏକ ଜ୍ଞାନବାନ୍ ପୁତ୍ର ଦଇେଛନ୍ତି।
8 ତା'ପରେ ହୀରମ ଶଲୋମନଙ୍କ ନିକଟକୁ ଏହି ବାର୍ତ୍ତା ସହିତ ଏକ ବାର୍ତ୍ତାବହକୁ ପଠାଇଲେ। ରାଜା ଶଲୋମନ ଯାହା ଆଶା କରନ୍ତି, ମୁଁ ଶୁଣିଲି, ମୁଁ ଏରସବୃକ୍ଷ ଓ ଦବଦୋରୁ କାଠ ଦବୋପାଇଁ ଯାଉଛି, ତୁମ୍ଭର କାମ ପୂରଣ କରିବା ପାଇଁ।
9 ମାରେ ଲୋକମାନେ ଲିବାନୋନଠାରୁ ସମୁଦ୍ର ପର୍ୟ୍ଯନ୍ତ ତାହା ଆଣିବେ; ପୁଣି ଆପଣଙ୍କ ନିରୂପିତ ସ୍ଥାନ ରେ ମୁଁ ସମୁଦ୍ର ପଥରେ ଭଳୋବାନ୍ଧି ପଠାଇ ସଠାେରେ ଫିଟାଇ ଦବେି, ସଠାରୁେ ଆପଣ ନଇେଯିବେ। ଏବଂ ମାରେ ରାଜକୀଯ ପ୍ରାସାଦକୁ ଖାଦ୍ୟ ପଠାଇ ମାେ ପ୍ରତି ଅନୁକମ୍ପା କରିବେ।
10 ତେଣୁ ହରୀମ ଶ ଲୋମନଙ୍କୁ ସମସ୍ତ ଏରସକାଠ ଓ ଶିଟୀମ କାଠ ଦେଲେ। ଯାହା ସେ ଦରକାର କଲେ।
11 ଶଲୋମନ ଏହି ସବୋ ବଦଳ ରେ 20,000 ମହଣ ଗହମ ଓ 20,000 ମହଣ ଅଲିଭତୈଳ ରାଜପ୍ରାସାଦକୁ ଦେଲେ। ଶଲୋମନ ଏହା ମୂଲ୍ଯ ରେ ଖାଦ୍ୟ ବର୍ଷ ପରେ ବର୍ଷ ହୀରମକୁ ପଠାଇଲେ।
12 ପୁଣି ସଦାପ୍ରଭୁ ଶ ଲୋମନକୁ ପ୍ରତିଜ୍ଞାନୁସା ରେ ଜ୍ଞାନ ଦେଲେ ଆଉ ହୀରମ ଓ ଶଲୋମନଙ୍କ ମଧିଅରେ ସନ୍ଧି ହେଲା ଓ ସେ ଦୁ ହେଁ ପରସ୍ପର ଚୁକ୍ତି କଲେ।
13 ରାଜା ଶଲୋମନ ବେଠିକର୍ମ ପାଇଁ 30,000 ଲୋକଙ୍କୁ ବାଧ୍ଯ କଲେ।
14 ରାଜା ଶଲୋମନ ଆଦୋନୀରାମ୍କୁ ଶ୍ରମିକମାନଙ୍କ ଅଧ୍ଯକ୍ଷ ରୂପେ ନିୟୁକ୍ତି କଲେ। ରାଜା ସସସ୍ତ ଲୋକମାନଙ୍କୁ ତିନି ଭାଗ ରେ ବିଭକ୍ତ କଲେ। ପ୍ରତି ଦଳ ରେ 10,000 ଲୋକ ରହିଲେ। ଏହି ଲୋକମାନେ ମା ସେ ଲଖାେଁଏ ଲିବାନୋନ ରେ ଓ ଦୁଇମାସ ଲୋଖାଁଏ ଘ ରେ ରହିଲେ।
15 ପଥର କାଟିବା ରେ 80,000 ଲୋକ ନିୟୁକ୍ତି ହେଲେ ଓ 70,000 ଲୋକ ପଥର ବୋହିବା ରେ ନିୟୁକ୍ତି ହେଲେ।
16 ଏହା ଛଡା କର୍ମକାରୀ ଲୋକମାନଙ୍କ ଉପରେ 3 ,300 ଲୋକ ପ୍ରଧାନ କାର୍ୟ୍ଯଧ୍ଯକ୍ଷ ନିୟୁକ୍ତି ହେଲେ।
17 ମନ୍ଦିରର ଭିତ୍ତିପ୍ରସ୍ତର ସ୍ଥାପନ ନିମନ୍ତେ ରାଜା ଶଲୋମନ ଏକ ବଡ ପଥର କାଟିବା ପାଇଁ ସମାନଙ୍କେୁ ଆଦେଶ ଦେଲେ।
18 ଶଲୋମନଙ୍କର ଓ ହୀରମଙ୍କର ରାଜମିସ୍ତ୍ରୀମାନେ ଓ ବାବିଲୀଯ ଲୋକମାନେ ପଥରଗୁଡିକୁ ଖାଦେନ କଲେ। ଏହି ରୂପେ ସମାନେେ ମନ୍ଦିର ନିର୍ମାଣ ନିମନ୍ତେ କାଠ ଓ ପ୍ରସ୍ତର ପ୍ରସ୍ତୁତ କଲେ।
1 And Hiram king of Tyre sent his servants unto Solomon; for he had heard that they had anointed him king in the room of his father: for Hiram was ever a lover of David.
2 And Solomon sent to Hiram, saying,
3 Thou knowest how that David my father could not build an house unto the name of the Lord his God for the wars which were about him on every side, until the Lord put them under the soles of his feet.
4 But now the Lord my God hath given me rest on every side, so that there is neither adversary nor evil occurrent.
5 And, behold, I purpose to build an house unto the name of the Lord my God, as the Lord spake unto David my father, saying, Thy son, whom I will set upon thy throne in thy room, he shall build an house unto my name.
6 Now therefore command thou that they hew me cedar trees out of Lebanon; and my servants shall be with thy servants: and unto thee will I give hire for thy servants according to all that thou shalt appoint: for thou knowest that there is not among us any that can skill to hew timber like unto the Sidonians.
7 And it came to pass, when Hiram heard the words of Solomon, that he rejoiced greatly, and said, Blessed be the Lord this day, which hath given unto David a wise son over this great people.
8 And Hiram sent to Solomon, saying, I have considered the things which thou sentest to me for: and I will do all thy desire concerning timber of cedar, and concerning timber of fir.
9 My servants shall bring them down from Lebanon unto the sea: and I will convey them by sea in floats unto the place that thou shalt appoint me, and will cause them to be discharged there, and thou shalt receive them: and thou shalt accomplish my desire, in giving food for my household.
10 So Hiram gave Solomon cedar trees and fir trees according to all his desire.
11 And Solomon gave Hiram twenty thousand measures of wheat for food to his household, and twenty measures of pure oil: thus gave Solomon to Hiram year by year.
12 And the Lord gave Solomon wisdom, as he promised him: and there was peace between Hiram and Solomon; and they two made a league together.
13 And king Solomon raised a levy out of all Israel; and the levy was thirty thousand men.
14 And he sent them to Lebanon, ten thousand a month by courses: a month they were in Lebanon, and two months at home: and Adoniram was over the levy.
15 And Solomon had threescore and ten thousand that bare burdens, and fourscore thousand hewers in the mountains;
16 Beside the chief of Solomon’s officers which were over the work, three thousand and three hundred, which ruled over the people that wrought in the work.
17 And the king commanded, and they brought great stones, costly stones, and hewed stones, to lay the foundation of the house.
18 And Solomon’s builders and Hiram’s builders did hew them, and the stonesquarers: so they prepared timber and stones to build the house.
Job 4 in Tamil and English
1 അതിന്നു തേമാന്യനായ എലീഫസ് ഉത്തരം പറഞ്ഞതെന്തെന്നാൽ:
Then Eliphaz the Temanite answered and said,
2 നിന്നോടു സംസാരിപ്പാൻ തുനിഞ്ഞാൽ നീ മുഷിയുമോ? എന്നാൽ വാക്കടക്കുവാൻ ആർക്കു കഴിയും?
If we assay to commune with thee, wilt thou be grieved? but who can withhold himself from speaking?
3 നീ പലരേയും ഉപദേശിച്ചു തളർന്ന കൈകളെ ശക്തീകരിച്ചിരിക്കുന്നു.
Behold, thou hast instructed many, and thou hast strengthened the weak hands.
4 വീഴുന്നവനെ നിന്റെ വാക്കു താങ്ങി കുഴയുന്ന മുഴങ്കാൽ നീ ഉറപ്പിച്ചിരിക്കുന്നു.
Thy words have upholden him that was falling, and thou hast strengthened the feeble knees.
5 ഇപ്പോൾ നിനക്കതു ഭവിച്ചിട്ടു നീ വിഷാദിക്കുന്നു; നിനക്കതു തട്ടീട്ടു നീ ഭ്രമിച്ചുപോകുന്നു.
But now it is come upon thee, and thou faintest; it toucheth thee, and thou art troubled.
6 നിന്റെ ഭക്തി നിന്റെ ആശ്രയമല്ലയോ? നിന്റെ നടപ്പിന്റെ നിർമ്മലത നിന്റെ പ്രത്യാശയല്ലയോ?
Is not this thy fear, thy confidence, thy hope, and the uprightness of thy ways?
7 ഓർത്തു നോക്കുക: നിർദ്ദോഷിയായി നശിച്ചവൻ ആർ? നേരുള്ളവർ എവിടെ മുടിഞ്ഞുപോയിട്ടുള്ളു?
Remember, I pray thee, who ever perished, being innocent? or where were the righteous cut off?
8 ഞാൻ കണ്ടേടത്തോളം അന്യായം ഉഴുതു കഷ്ടത വിതെക്കുന്നവർ അതു തന്നേ കൊയ്യുന്നു.
Even as I have seen, they that plow iniquity, and sow wickedness, reap the same.
9 ദൈവത്തിന്റെ ശ്വാസത്താൽ അവർ നശിക്കുന്നു; അവന്റെ കോപത്തിന്റെ ഊത്തിനാൽ മുടിഞ്ഞുപോകുന്നു.
By the blast of God they perish, and by the breath of his nostrils are they consumed.
10 സിംഹത്തിന്റെ ഗർജ്ജനവും കേസരിയുടെ നാദവും ബാലസിംഹങ്ങളുടെ ദന്തങ്ങളും അറ്റുപോയി.
The roaring of the lion, and the voice of the fierce lion, and the teeth of the young lions, are broken.
11 സിംഹം ഇരയില്ലായ്കയാൽ നശിക്കുന്നു; സിംഹിയുടെ കുട്ടികൾ ചിതറിപ്പോകുന്നു;
The old lion perisheth for lack of prey, and the stout lion’s whelps are scattered abroad.
12 എന്റെ അടുക്കൽ ഒരു ഗൂഢവചനം എത്തി; അതിന്റെ മന്ദസ്വരം എന്റെ ചെവിയിൽ കടന്നു.
Now a thing was secretly brought to me, and mine ear received a little thereof.
13 മനുഷ്യർക്കു ഗാഢനിദ്ര പിടിക്കുന്നേരം രാത്രിദർശനങ്ങളാലുള്ള മനോഭാവനകളിൽ ഭയവും നടുക്കവും എന്നെ പിടിച്ചു.
In thoughts from the visions of the night, when deep sleep falleth on men,
14 എന്റെ അസ്ഥികൾ ഒക്കെയും കുലുങ്ങിപ്പോയി.
Fear came upon me, and trembling, which made all my bones to shake.
15 ഒരാത്മാവു എന്റെ മുഖത്തിന്നെതിരെ കടന്നു എന്റെ ദേഹത്തിന്നു രോമഹർഷം ഭവിച്ചു.
Then a spirit passed before my face; the hair of my flesh stood up:
16 ഒരു പ്രതിമ എന്റെ കണ്ണിന്നെതിരെ നിന്നു; എങ്കിലും അതിന്റെ രൂപം ഞാൻ തിരിച്ചറിഞ്ഞില്ല; മന്ദമായോരു സ്വരം ഞാൻ കേട്ടതെന്തെന്നാൽ:
It stood still, but I could not discern the form thereof: an image was before mine eyes, there was silence, and I heard a voice, saying,
17 മർത്യൻ ദൈവത്തിലും നീതിമാൻ ആകുമോ? നരൻ സ്രഷ്ടാവിലും നിർമ്മലനാകുമോ?
Shall mortal man be more just than God? shall a man be more pure than his maker?
18 ഇതാ, സ്വദാസന്മാരിലും അവന്നു വിശ്വാസമില്ല; തന്റെ ദൂതന്മാരിലും അവൻ കുറ്റം ആരോപിക്കുന്നു.
Behold, he put no trust in his servants; and his angels he charged with folly:
19 പൊടിയിൽനിന്നുത്ഭവിച്ചു മണ്പുരകളിൽ പാർത്തു പുഴുപോലെ ചതെഞ്ഞു പോകുന്നവരിൽ എത്ര അധികം!
How much less in them that dwell in houses of clay, whose foundation is in the dust, which are crushed before the moth?
20 ഉഷസ്സിന്നും സന്ധ്യെക്കും മദ്ധ്യേ അവർ തകർന്നു പോകുന്നു; ആരും ഗണ്യമാക്കാതെ അവർ എന്നേക്കും നശിക്കുന്നു.
They are destroyed from morning to evening: they perish for ever without any regarding it.
21 അവരുടെ കൂടാരക്കയറു അറ്റുപോയിട്ടു അവർ ജ്ഞാനഹീനരായി മരിക്കുന്നില്ലയോ?
Doth not their excellency which is in them go away? they die, even without wisdom.