1 Peter 2
1 ଅନ୍ୟ ଲୋକମାନଙ୍କୁ ଆଘାତ କଲାଭଳି କୌଣସି କାମ କର ନାହିଁ। ମିଛ କୁହ ନାହିଁ, ଲୋକଙ୍କୁ ଠକ ନାହିଁ, ଈର୍ଷାନ୍ବିତ ହୁଅ ନାହିଁ, ଲୋକମାନଙ୍କର ନିନ୍ଦା କର ନାହିଁ। ନିଜ ଜୀବନରୁ ଏଗୁଡ଼ିକୁ ଦୂର କର।
2 ନୂତନ ଜନ୍ମଲାଭ କରିଥିବା ଶିଶୁ ଭଳି ହୁଅ। ତୁମ୍ଭ ଆତ୍ମାକୁ ପରିତୃପ୍ତ କରୁଥିବା ବିଶୁଦ୍ଧ ଦୁ' ପାନ ପାଇଁ ତୁମ୍ଭେ ଲାଳାଯିତ ହୁଅ। ଏହାକୁ ପାନ କରିବା ଦ୍ବାରା ତୁମ୍ଭେ ବୃଦ୍ଧି ପାଇବ ଓ ଉଦ୍ଧାର ପାଇବ।
3 ପ୍ରଭୁଙ୍କର ଉତ୍ତମତାର ସ୍ବାଦ ତୁମ୍ଭେ ଚାଖି ସାରିଛ।
4 ପ୍ରଭୁ ଯୀଶୁ ହେଉଛନ୍ତି ଜୀବନ୍ତ ପଥର। ଜଗତର ଲୋକମାନେ ସହେି ପଥରଟି ଅଗ୍ରାହ୍ଯ କଲେ। କିନ୍ତୁ ପରମେଶ୍ବର ସହେି ପଥରଟିକୁ ମନୋନୀତ କରିଛନ୍ତି। ପରମେଶ୍ବରଙ୍କ ପାଇଁ ତାହାଙ୍କ ମୂଲ୍ଯ ଅଧିକ।
5 ଅତଏବ ତାହାଙ୍କ ପାଖକୁ ଆସ। ତୁମ୍ଭମାନେେ ମଧ୍ଯ ଜୀବନ୍ତ ପଥର ଭଳି। ପରମେଶ୍ବର ଗୋଟିଏ ଆଧ୍ଯାତ୍ମିକ ମନ୍ଦିର ନିର୍ମାଣ କରୁଛନ୍ତି। ସହେି ମନ୍ଦିର ରେ ପରମେଶ୍ବରଙ୍କ ଦ୍ବାରା ଯୀଶୁଖ୍ରୀଷ୍ଟଙ୍କ ମାଧ୍ଯମ ରେ ଗୃହୀତ ହବୋ ଭଳି ଆଧ୍ଯାତ୍ମିକ ବଳିଦାନ ଉତ୍ସର୍ଗ କରି ପବିତ୍ର ଯାଜକ ହବୋ ପାଇଁ, ନିଜକୁ ନିଯୋଜିତ କର।
6 ଶାସ୍ତ୍ର କୁ ହେ :
7 ତୁମ୍ଭ୍ ଭଳି ବିଶ୍ବାସୀମାନଙ୍କ ଲାଗି ସେ ପଥରଟି (ଯୀଶୁ) ଅତି ମୂଲ୍ଯବାନ। କିନ୍ତୁ ଯୀଶୁ ଅବିଶ୍ବାସୀମାନଙ୍କ ଲାଗି :
8 ଯେଉଁମାନେ ବିଶ୍ବାସ କରନ୍ତି ନାହିଁ ସମାନଙ୍କେ ଲାଗି :
9 କିନ୍ତୁ ତୁମ୍ଭମାନେେ ମନୋନୀତ ଲୋକ ଅଟ। ତୁମ୍ଭମାନେେ ରାଜାଙ୍କର ଯାଜକ। ତୁମ୍ଭମାନେେ ପବିତ୍ର ଜାତି ଅଟ। ତୁମ୍ଭମାନେେ ପରମେଶ୍ବରଙ୍କ ଲୋକ। ପରମେଶ୍ବର କରିଥିବା ଆଶ୍ଚର୍ୟ୍ଯ ଘଟଣାମାନ କହିବା ପାଇଁ ପରମେଶ୍ବର ତୁମ୍ଭକୁ ମନୋନୀତ କରିଛନ୍ତି। ସେ ଅନ୍ଧକାରରୁ ତୁମ୍ଭମାନଙ୍କୁ ତାହାଙ୍କର ଆଶ୍ଚର୍ୟ୍ଯ ଜନକ ଆଲୋକକୁ ଆଣିଛନ୍ତି।
10 ଅତୀତ ରେ ତୁମ୍ଭେ ପରମେଶ୍ବରଙ୍କ ଲୋକ ନ ଥିଲ। କିନ୍ତୁ ଏବେ ତୁମ୍ଭେ ପରମେଶ୍ବରଙ୍କ ଲୋକ ଅଟ। ଅତୀତ ରେ ତୁମ୍ଭେ ଅନୁଗ୍ରହ ପାଇ ନ ଥିଲ। କିନ୍ତୁ ଏବେ ତୁମ୍ଭମାନେେ ପରମେଶ୍ବରଙ୍କଠାରୁ ଅନୁଗ୍ରହ ଲାଭ କରିଛ।
11 ପ୍ରିୟ ମିତ୍ରଗଣ, ତୁମ୍ଭମାନେେ ଏହି ଜଗତ ରେ ବିଦେଶୀ ଓ ପ୍ରବାସୀ ଲୋକ ଭାବରେ ଅଛ। ଅତଏବ ତୁମ୍ଭମାନଙ୍କର ଶରୀର ଇଚ୍ଛା କରୁଥିବା ମନ୍ଦ କାମଗୁଡ଼ିକରୁ ଦୂର ରେ ରୁହ। ଏହି କାମଗୁଡ଼ିକ ତୁମ୍ଭ ଆତ୍ମା ବିରୁଦ୍ଧ ରେ ସଂଘର୍ଷ କରନ୍ତି।
12 ଅବିଶ୍ବାସୀ ଲୋକମାନେ ତୁମ୍ଭ ଚାରିପଟେ ଅଛନ୍ତି। ସମାନେେ କହି ପାରନ୍ତି ଯେ ତୁମ୍ଭେ ଖରାପ କାର୍ୟ୍ଯ କରୁଛ। ଅତଏବ ଉତ୍ତମ ଜୀବନଯାପନ କର। ତା ହେଲେ ତୁମ୍ଭମାନେେ କରୁଥିବା ଭଲ କାମଗୁଡ଼ିକୁ ସମାନେେ ଦେଖିବେ ଓ ପରମେଶ୍ବରଙ୍କ ଆସିବା ଦିନ ସମାନେ ତାହାଙ୍କୁ ମହିମା ଦବେେ।
13 ଏହି ଜଗତ ରେ କ୍ଷମତାପ୍ରାପ୍ତ ଲୋକଙ୍କ ଆଜ୍ଞା ପାଳନ କର। ପ୍ରଭୁଙ୍କ ଲାଗି ଏହା କର। ସର୍ବୋଚ୍ଚ ଶାସନକର୍ତ୍ତା ରାଜାଙ୍କ ଆଜ୍ଞା ପାଳନ କର।
14 ରାଜାଙ୍କ ଦ୍ବାରା ପ୍ ରରେିତ ନେତାମାନଙ୍କର ଆଜ୍ଞା ପାଳନ କର। ମନ୍ଦ କାମ କରୁଥିବା ଲୋକଙ୍କୁ ଦଣ୍ଡ ଦବୋ ଓ ଭଲ କାମ କରୁଥିବା ଲୋକଙ୍କୁ ପ୍ରଶଂସା କରିବା ଲାଗି ସମାନଙ୍କେୁ ପଠାଯାଇଥାଏ।
15 ଅତଏବ ଭଲ କାମ କରିବା ଦ୍ବାରା, ଯେଉଁମାନେ ତୁମ୍ଭ ବିଷୟ ରେ ନିର୍ବୋଧ କଥାଗୁଡ଼ିକ କୁହନ୍ତି, ସମାନଙ୍କେ ମୁହଁ ବନ୍ଦ ହାଇଯେିବ।
16 ପରମେଶ୍ବର ଏହା ଚାହାଁନ୍ତି। ସ୍ବାଧୀନ ଲୋକ ଭଳି ବିଚରଣ କର। କିନ୍ତୁ ମନ୍ଦ କର୍ମ କରିବା ପାଇଁ ଏହି ସ୍ବାଧୀନତାର ଅପବ୍ଯବହାର କର ନାହିଁ। ପରମେଶ୍ବରଙ୍କ ସବୋ ରେ ଜୀବନ କାଟ।
17 ସମସ୍ତଙ୍କୁ ସମ୍ମାନ ଦିଅ। ପରମେଶ୍ବରଙ୍କ ପରିବାରର ସମସ୍ତ ଭାଇ ଓ ଭଉଣୀମାନଙ୍କୁ ଭଲ ପାଅ। ପରମେଶ୍ବରଙ୍କୁ ଭୟ କର ଓ ରାଜାଙ୍କୁ ସମ୍ମାନ ଦିଅ।
18 ହେ କ୍ରୀତଦାସଗଣ ! ତୁମ୍ଭ ମାଲିକର ଶାସନକୁ ସମ୍ମାନର ସହିତ ଗ୍ରହଣ କର। ତୁମ୍ଭମାନେେ ଭଲ ଓ ଭଦ୍ର ମାଲିକ ଏବଂ ମନ୍ଦ ମାଲିକର ମଧ୍ଯ ଆଜ୍ଞା ପାଳନ କରିବା ଉଚିତ।
19 ଜଣେ ଲୋକ ଭୁଲ ନ କରିଥିଲେ ମଧ୍ଯ ସେ ଦୁଃଖ ପାଇ ପା ରେ। ଯଦି ସେ ଲୋକ ପରମେଶ୍ବରଙ୍କ କଥା ଚିନ୍ତା କରେ ଓ କଷ୍ଟକୁ ସହି ଯାଏ ତା ହେଲେ ପରମେଶ୍ବର ପ୍ରସନ୍ନ ହୁଅନ୍ତି।
20 କିନ୍ତୁ ଯଦି ତୁମ୍ଭେ ଭୁଲ କରିଥିବାରୁ ଦଣ୍ଡିତ ହୁଅ, ତା' ହେଲେ ସହେି ଦଣ୍ଡ ସହିଥିଲ ବୋଲି ତୁମ୍ଭେ ପ୍ରଶଂସା ପାଇବାର କୌଣସି କାରଣ ନାହିଁ। କିନ୍ତୁ ତୁମ୍ଭେ ଯଦି ଭଲ କାମ କରି, ଯାତନା ସହି ର୍ଧୈୟ୍ଯବାନ ରୁହ, ତାହା ପରମେଶ୍ବରଙ୍କୁ ପ୍ରସନ୍ନ କରେ।
21 ଏହା କରିବାକୁ ତୁମ୍ଭେ ଆହ୍ବାନ ପାଇଛ। ତୁମ୍ଭେ ଅନୁସରଣ କରିବା ପାଇଁ ଖ୍ରୀଷ୍ଟ ଏକ ଉଦାହରଣ ଦଖାଇେ ଦଇଯୋଇଛନ୍ତି। ସେ ଯାହା କରିଥିଲେ, ତୁମ୍ଭେ ତାହା କରିବା ଉଚିତ୍। ସେ ତୁମ୍ଭ ପାଇଁ ଯାତନା ସହି ଥିବାରୁ, ତୁମ୍ଭେ ମଧ୍ଯ କଷ୍ଟ ଭୋଗିଲା ବେଳେ ର୍ଧୈୟ୍ଯଶୀଳ ହବୋ ଉଚିତ।
22 ସେ କୌଣସି ପାପ କରି ନ ଥିଲେ ଓ କୌଣସି ମିଛ କଥା ମୁହଁ ରେ ଉଚ୍ଚାରଣ କରି ନ ଥିଲେ। ୟିଶାଇୟ 53:9
23 ଲୋକେ ଖ୍ରୀଷ୍ଟଙ୍କୁ ମନ୍ଦ କଥା କହିଲେ, କିନ୍ତୁ ଯୀଶୁ ସମାନଙ୍କେୁ ମନ୍ଦ କଥା କହି ନାହାଁନ୍ତି। ଯୀଶୁ ଯାତନା ସହିଲେ, କିନ୍ତୁ ସେ ଲୋକଙ୍କୁ ଧମକ ଦଇେ କିଛି କହି ନ ଥିଲେ। ଯୀଶୁ ତାହାଙ୍କ ଯତ୍ନ ନବୋ ପାଇଁ ପରମେଶ୍ବରଙ୍କ ଠା ରେ ନିର୍ଭରଶୀଳ ହେଲେ।
24 ପରମେଶ୍ବର ନ୍ଯାୟ ବିଚାର କରନ୍ତି। କୃଶ ଉପରେ ଯୀଶୁ ଆମ୍ଭ ପାପଗୁଡ଼ିକୁ ସ୍ବଦହେ ରେ ବହନ କଲେ। ସେ ଏହା କଲେ, ଯେପରି ଆମ୍ଭେ ପାପ ପାଇଁ ମୃତ ହେଉ, ଯାହା ସତ୍ଯ ତାହା ପାଇଁ ଜୀବିତ ରହିବା। ଯୀଶୁଙ୍କ କ୍ଷତଗୁଡ଼ିକ ଦ୍ବାରା ତୁମ୍ଭମାନେେ ସୁସ୍ଥ ହାଇେଛ।
25 ମେଣ୍ଢା ଭଳି ତୁମ୍ଭମାନେେ ଭୁଲ ରାସ୍ତା ରେ ଚାଲି ଯାଇଥିଲ। କିନ୍ତୁ ଏବେ ତୁମ୍ଭମାନଙ୍କର ଆତ୍ମାର ମଷେପାଳକ ଓ ରକ୍ଷକଙ୍କ ପାଖକୁ ଫରେି ଆସିଛ।
1 Wherefore laying aside all malice, and all guile, and hypocrisies, and envies, and all evil speakings,
2 As newborn babes, desire the sincere milk of the word, that ye may grow thereby:
3 If so be ye have tasted that the Lord is gracious.
4 To whom coming, as unto a living stone, disallowed indeed of men, but chosen of God, and precious,
5 Ye also, as lively stones, are built up a spiritual house, an holy priesthood, to offer up spiritual sacrifices, acceptable to God by Jesus Christ.
6 Wherefore also it is contained in the scripture, Behold, I lay in Sion a chief corner stone, elect, precious: and he that believeth on him shall not be confounded.
7 Unto you therefore which believe he is precious: but unto them which be disobedient, the stone which the builders disallowed, the same is made the head of the corner,
8 And a stone of stumbling, and a rock of offence, even to them which stumble at the word, being disobedient: whereunto also they were appointed.
9 But ye are a chosen generation, a royal priesthood, an holy nation, a peculiar people; that ye should shew forth the praises of him who hath called you out of darkness into his marvellous light:
10 Which in time past were not a people, but are now the people of God: which had not obtained mercy, but now have obtained mercy.
11 Dearly beloved, I beseech you as strangers and pilgrims, abstain from fleshly lusts, which war against the soul;
12 Having your conversation honest among the Gentiles: that, whereas they speak against you as evildoers, they may by your good works, which they shall behold, glorify God in the day of visitation.
13 Submit yourselves to every ordinance of man for the Lord’s sake: whether it be to the king, as supreme;
14 Or unto governors, as unto them that are sent by him for the punishment of evildoers, and for the praise of them that do well.
15 For so is the will of God, that with well doing ye may put to silence the ignorance of foolish men:
16 As free, and not using your liberty for a cloak of maliciousness, but as the servants of God.
17 Honour all men. Love the brotherhood. Fear God. Honour the king.
18 Servants, be subject to your masters with all fear; not only to the good and gentle, but also to the froward.
19 For this is thankworthy, if a man for conscience toward God endure grief, suffering wrongfully.
20 For what glory is it, if, when ye be buffeted for your faults, ye shall take it patiently? but if, when ye do well, and suffer for it, ye take it patiently, this is acceptable with God.
21 For even hereunto were ye called: because Christ also suffered for us, leaving us an example, that ye should follow his steps:
22 Who did no sin, neither was guile found in his mouth:
23 Who, when he was reviled, reviled not again; when he suffered, he threatened not; but committed himself to him that judgeth righteously:
24 Who his own self bare our sins in his own body on the tree, that we, being dead to sins, should live unto righteousness: by whose stripes ye were healed.
25 For ye were as sheep going astray; but are now returned unto the Shepherd and Bishop of your souls.
Acts 14 in Tamil and English
1 ਪੌਲੁਸ ਅਤੇ ਬਰਨਬਾਸ ਇੱਕੋਨਿਯੁਮ ਵਿੱਚ ਪੌਲੁਸ ਅਤੇ ਬਰਨਬਾਸ ਤਦ ਇੱਕੋਦਿਯਾਮ ਸ਼ਹਿਰ ਵਿੱਚ ਪਹੁੰਚੇ। ਉੱਥੇ ਉਹ ਯਹੂਦੀਆਂ ਦੇ ਪ੍ਰਾਰਥਨਾ ਸਥਾਨ ਤੇ ਪਹੁੰਚੇ ਉਹ ਹਰ ਸ਼ਹਿਰ ਵਿੱਚ ਜਾਕੇ ਇਵੇਂ ਹੀ ਕਰਦੇ ਸਨ। ਉਨ੍ਹਾਂ ਨੇ ਇੰਨਾ ਵੱਧੀਆ ਬਚਨ ਕੀਤਾ ਕਿ ਯਹੂਦੀਆਂ ਅਤੇ ਯੂਨਾਨੀਆਂ ਨੇ ਉਨ੍ਹਾਂ ਉੱਪਰ ਵਿਸ਼ਵਾਸ ਕੀਤਾ।
And it came to pass in Iconium, that they went both together into the synagogue of the Jews, and so spake, that a great multitude both of the Jews and also of the Greeks believed.
2 ਪਰ ਕੁਝ ਯਹੂਦੀ ਲੋਕਾਂ ਨੇ ਵਿਸ਼ਵਾਸ ਨਾ ਕੀਤਾ, ਅਤੇ ਇਨ੍ਹਾਂ ਲੋਕਾਂ ਨੇ ਗੈਰ-ਯਹੂਦੀਆਂ ਨੂੰ ਭੜਕਾਇਆ ਅਤੇ ਨਿਹਚਾਵਾਨਾਂ ਬਾਰੇ ਉਨ੍ਹਾਂ ਦੇ ਮਨਾਂ ਵਿੱਚ ਜ਼ਹਿਰ ਭਰ ਦਿੱਤਾ।
But the unbelieving Jews stirred up the Gentiles, and made their minds evil affected against the brethren.
3 ਇਸ ਦੇ ਬਾਵਜੂਦ, ਪੌਲੁਸ ਅਤੇ ਬਰਨਬਾਸ ਬਹੁਤ ਦਿਨਾ ਲਈ ਇੱਕੋਨਿਯੁਮ ਵਿੱਚ ਰੁਕੇ ਅਤੇ ਨਿਰਭੈ ਹੋਕੇ ਪ੍ਰਭੂ ਬਾਰੇ ਬੋਲੇ। ਉਨ੍ਹਾਂ ਨੇ ਲੋਕਾਂ ਨੂੰ ਪਰਮੇਸ਼ੁਰ ਦੀ ਕਿਰਪਾ ਬਾਰੇ ਪ੍ਰਚਾਰ ਕੀਤਾ। ਪ੍ਰਭੂ ਨੇ ਉਨ੍ਹਾਂ ਦੇ ਸੰਦੇਸ਼ ਨੂੰ ਕਰਾਮਾਤੀ ਨਿਸ਼ਾਨ ਅਤੇ ਅਚੰਭੇ ਕਰਨ ਦੀ ਯੋਗਤਾ ਦੇਕੇ ਸਾਬਤ ਕੀਤਾ।
Long time therefore abode they speaking boldly in the Lord, which gave testimony unto the word of his grace, and granted signs and wonders to be done by their hands.
4 ਪਰ ਨਗਰ ਵਿੱਚ ਲੋਕਾਂ ਦਾ ਬਟਵਾਰਾ ਹੋ ਗਿਆ। ਕੁਝ ਲੋਕ ਯਹੂਦੀਆਂ ਨਾਲ ਸਹਿਮਤ ਹੋਣ ਲੱਗੇ ਅਤੇ ਕੁਝ ਪੌਲੁਸ ਅਤੇ ਬਰਨਬਾਸ ਨੂੰ ਮੰਨਣ ਲੱਗੇ।
But the multitude of the city was divided: and part held with the Jews, and part with the apostles.
5 ਕੁਝ ਗੈਰ-ਯਹੂਦੀਆਂ, ਕੁਝ ਯਹੂਦੀਆਂ ਅਤੇ ਉਨ੍ਹਾਂ ਦੇ ਆਗੂਆਂ ਨੇ ਪੌਲੁਸ ਅਤੇ ਬਰਨਬਾਸ ਨੂੰ ਨੁਕਸਾਨ ਪਹੁੰਚਾਉਣ ਦੀ ਕੋਸ਼ਿਸ਼ ਕੀਤੀ ਇਹ ਲੋਕ ਇਨ੍ਹਾਂ ਨੂੰ ਪੱਥਰਾਂ ਨਾਲ ਮਾਰ ਮੁਕਾਉਣਾ ਚਾਹੁੰਦੇ ਸਨ।
And when there was an assault made both of the Gentiles, and also of the Jews with their rulers, to use them despitefully, and to stone them,
6 ਜਦੋਂ ਉਨ੍ਹਾਂ ਨੂੰ ਇਸ ਬਾਰੇ ਪਤਾ ਲੱਗਾ, ਉਨ੍ਹਾਂ ਨੇ ਨਗਰ ਛੱਡ ਦਿੱਤਾ ਅਤੇ ਲੁਕਾਉਨਿਯਾ ਵਿੱਚ ਲੁਸਤ੍ਰਾ ਅਤੇ ਦਰਬੇ ਸ਼ਹਿਰਾਂ ਵਿੱਚ ਅਤੇ ਉਸ ਦੇ ਆਸ-ਪਾਸ ਦੇ ਇਲਾਕਿਆਂ ਨੂੰ ਚੱਲੇ ਗਏ।
They were ware of it, and fled unto Lystra and Derbe, cities of Lycaonia, and unto the region that lieth round about:
7 ਉੱਥੇ ਜਾਕੇ ਇਹ ਖੁਸ਼ਖਬਰੀ ਬਾਰੇ ਪਰਚਾਰ ਕਰਦੇ ਰਹੇ।
And there they preached the gospel.
8 ਪੌਲੁਸ-ਲੁਸਤ੍ਰਾ ਅਤੇ ਦਰਬੇ ਵਿੱਚ ਲੁਸਤ੍ਰਾ ਵਿੱਚ ਇੱਕ ਆਦਮੀ ਸੀ ਜਿਸਦੇ ਪੈਰ ਵਿੱਚ ਕੋਈ ਤਕਲੀਫ਼ ਸੀ। ਉਹ ਜਮਾਂਦਰੂ ਹੀ ਲੰਗੜਾ ਸੀ, ਉਸ ਨੇ ਕਦੇ ਚੱਲ ਕੇ ਨਹੀਂ ਸੀ ਵੇਖਿਆ।
And there sat a certain man at Lystra, impotent in his feet, being a cripple from his mother’s womb, who never had walked:
9 ਇਹ ਆਦਮੀ ਉੱਥੇ ਬੈਠਾ ਪੌਲੁਸ ਦੇ ਬਚਨ ਸੁਣ ਰਿਹਾ ਸੀ ਤਾਂ ਪੌਲੁਸ ਨੇ ਉਸ ਨੂੰ ਵੇਖਿਆ ਤੇ ਮਹਿਸੂਸ ਕੀਤਾ ਕਿ ਉਸ ਆਦਮੀ ਨੂੰ ਵਿਸ਼ਵਾਸ ਹੈ ਕਿ ਪਰਮੇਸ਼ੁਰ ਉਸ ਨੂੰ ਰਾਜ਼ੀ ਕਰ ਸੱਕਦਾ ਹੈ
The same heard Paul speak: who stedfastly beholding him, and perceiving that he had faith to be healed,
10 ਇਸ ਲਈ ਪੌਲੁਸ ਉੱਚੀ ਬੋਲਿਆ, “ਆਪਣੇ ਪੈਰਾਂ ਤੇ ਖਲੋ ਜਾ।” ਉਹ ਆਦਮੀ ਉੱਥੋਂ ਕੁਦਿਆ ਅਤੇ ਉਸ ਨੇ ਆਸ-ਪਾਸ ਚੱਲਣਾ ਸ਼ੁਰੂ ਕਰ ਦਿੱਤਾ।
Said with a loud voice, Stand upright on thy feet. And he leaped and walked.
11 ਜਦੋਂ ਲੋਕਾਂ ਨੇ ਪੌਲੁਸ ਨੂੰ ਅਜਿਹਾ ਕਰਦਿਆਂ ਵੇਖਿਆ ਤਾਂ ਉਹ ਲੁਕਾਉਣਿਯਾ ਦੀ ਆਪਣੀ ਭਾਸ਼ਾ ਵਿੱਚ ਚਿਲਾਉਣ ਲੱਗੇ, “ਦੇਵਤੇ ਮਾਨਵ ਦਾ ਰੂਪ ਧਾਰਕੇ ਸਾਡੇ ਕੋਲ ਆਏ ਹਨ।”
And when the people saw what Paul had done, they lifted up their voices, saying in the speech of Lycaonia, The gods are come down to us in the likeness of men.
12 ਲੋਕਾਂ ਨੇ ਬਰਨਬਾਸ ਨੂੰ ਦਿਓਸ ਅਤੇ ਪੌਲੁਸ ਨੂੰ “ਹਰਮੇਸ” ਨਾਉਂ ਨਾਲ ਬੁਲਾਉਣਾ ਸ਼ੁਰੂ ਕੀਤਾ ਇਸ ਲਈ ਕਿਉਂਕਿ ਇਹ ਬਚਨ ਕਰਨ ਵਿੱਚ ਆਗੂ ਸੀ।
And they called Barnabas, Jupiter; and Paul, Mercurius, because he was the chief speaker.
13 ਦਿਓਸ ਦਾ ਮੰਦਰ ਸ਼ਹਿਰ ਦੇ ਕੋਲ ਹੀ ਸੀ। ਇਸ ਮੰਦਰ ਦਾ ਜਾਜਕ ਕੁਝ ਬਲਦ ਅਤੇ ਫ਼ੁੱਲ ਸ਼ਹਿਰ ਦੇ ਫ਼ਾਟਕਾਂ ਤੇ ਲਿਆਇਆ। ਉਹ ਲੋਕ ਪੌਲੁਸ ਅਤੇ ਬਰਨਬਾਸ ਨੂੰ ਬਲੀਆਂ ਦੇਣਾ ਚਾਹੁੰਦੇ ਸਨ।
Then the priest of Jupiter, which was before their city, brought oxen and garlands unto the gates, and would have done sacrifice with the people.
14 ਪਰ ਜਦੋਂ ਪੌਲੁਸ ਅਤੇ ਬਰਨਬਾਸ ਰਸੂਲਾਂ ਨੇ ਇਹ ਸੁਣਿਆ ਤਾਂ ਉਨ੍ਹਾਂ ਆਪਣੇ ਵਸਤਰ ਪਾੜੇ ਅਤੇ ਲੋਕਾਂ ਵਿੱਚ ਬਾਹਰ ਨੂੰ ਦੌੜ ਪਏ ਅਤੇ ਉੱਚੀ-ਉੱਚੀ ਚਿਲਾਉਣ ਲੱਗ ਪਏ,
Which when the apostles, Barnabas and Paul, heard of, they rent their clothes, and ran in among the people, crying out,
15 “ਹੇ ਪੁਰੱਖੋ। ਤੁਸੀਂ ਇਹ ਕਿਉਂ ਕਰ ਰਹੇ ਹੋ? ਅਸੀਂ ਦੇਵਤੇ ਨਹੀਂ ਹਾਂ। ਅਸੀਂ ਤੁਹਾਡੇ ਹੀ ਵਰਗੇ ਮਨੁੱਖ ਹਾਂ। ਅਸੀਂ ਇੱਥੇ ਤੁਹਾਨੂੰ ਖੁਸ਼ਖਬਰੀ ਦੱਸਣ ਆਏ ਹਾਂ ਕਿ ਤੁਹਾਨੂੰ ਇਨ੍ਹਾਂ ਵਿਅਰਥ ਗੱਲਾਂ ਤੋਂ ਜਿਉਂਦੇ ਸੱਚੇ ਪਰਮੇਸ਼ੁਰ ਵੱਲ ਪਰਤਣਾ ਚਾਹੀਦਾ ਹੈ। ਉਹੀ ਹੈ ਜਿਸਨੇ ਅਕਾਸ਼ ਸਿਰਜਿਆ ਹੈ, ਧਰਤੀ, ਸਮੁੰਦਰ ਅਤੇ ਉਸ ਸਾਰੀ ਸ੍ਰਿਸ਼ਟੀ ਵਿੱਚ ਜੀਵਨ ਸਿਰਜਿਆ ਹੈ।
And saying, Sirs, why do ye these things? We also are men of like passions with you, and preach unto you that ye should turn from these vanities unto the living God, which made heaven, and earth, and the sea, and all things that are therein:
16 “ਪਿੱਛਲੇ ਸਮਿਆਂ ਵਿੱਚ ਪਰਮੇਸ਼ੁਰ ਨੇ ਕੌਮਾਂ ਨੂੰ ਉਹ ਕਰਨ ਦਿੱਤਾ ਜੋ ਉਨ੍ਹਾਂ ਨੇ ਚਾਹਾ।
Who in times past suffered all nations to walk in their own ways.
17 ਪਰ ਪਰਮੇਸ਼ੁਰ ਨੇ ਉਹ ਕਾਰਜ ਕੀਤੇ ਜੋ ਦਿਖਾਉਂਦੇ ਹਨ ਕਿ ਉਹ ਮੌਜੂਦ ਹੈ। ਉਸ ਨੇ ਤੁਹਾਡੇ ਲਈ ਹਮੇਸ਼ਾ ਚੰਗੀਆਂ ਗੱਲਾਂ ਕੀਤੀਆਂ। ਉਸ ਨੇ ਅਕਾਸ਼ ਤੋਂ ਤੁਹਾਡੇ ਲਈ ਬਰੱਖਾ ਕੀਤੀ ਅਤੇ ਸਹੀ ਵਕਤ ਤੇ ਫ਼ਸਲਾਂ ਦਿੱਤੀਆਂ। ਉਹ ਤੁਹਾਨੂੰ ਖਾਣ ਲਈ ਬੇਸ਼ੁਮਾਰ ਅਨਾਜ ਦਿੰਦਾ ਹੈ ਅਤੇ ਤੁਹਾਡੇ ਦਿਲ ਖੁਸ਼ੀਆਂ ਨਾਲ ਭਰਪੂਰ ਰੱਖਦਾ ਹੈ।”
Nevertheless he left not himself without witness, in that he did good, and gave us rain from heaven, and fruitful seasons, filling our hearts with food and gladness.
18 ਪੌਲੁਸ ਅਤੇ ਬਰਨਬਾਸ ਨੇ ਉਨ੍ਹਾਂ ਨੂੰ ਇਹ ਗੱਲਾਂ ਕਹੀਆਂ, ਪਰ ਉਹ ਬੜੀ ਮੁਸ਼ਕਿਲ ਨਾਲ ਉਨ੍ਹਾਂ ਲੋਕਾਂ ਨੂੰ ਉਨ੍ਹਾਂ ਲਈ ਬਲੀਆਂ ਦੇਣ ਤੋਂ ਰੋਕ ਸੱਕੇ।
And with these sayings scarce restrained they the people, that they had not done sacrifice unto them.
19 ਫ਼ਿਰ ਕੁਝ ਯਹੂਦੀ ਅੰਤਾਕਿਯਾ ਅਤੇ ਇੱਕੁਨਿਯੁਮ ਤੋਂ ਆਏ, ਅਤੇ ਉਨ੍ਹਾਂ ਨੇ ਲੋਕਾਂ ਨੂੰ ਪੌਲੁਸ ਦੇ ਵਿਰੁੱਧ ਹੋ ਜਾਣ ਲਈ ਉਕਸਾਇਆ। ਇਸ ਲਈ ਉਨ੍ਹਾਂ ਨੇ ਪੌਲੁਸ ਤੇ ਪੱਥਰਾਵ ਕੀਤਾ ਅਤੇ ਇਹ ਸੋਚ ਕੇ ਧੂਹ ਕੇ ਸ਼ਹਿਰ ਤੋਂ ਬਾਹਰ ਸੁੱਟ ਦਿੱਤਾ, ਕਿ ਉਹ ਮਰ ਗਿਆ ਸੀ।
And there came thither certain Jews from Antioch and Iconium, who persuaded the people, and, having stoned Paul, drew him out of the city, supposing he had been dead.
20 ਯਿਸੂ ਦੇ ਚੇਲੇ ਪੌਲੁਸ ਦੇ ਆਸ-ਪਾਸ ਇੱਕਤਰ ਹੋਏ, ਉਹ ਉੱਠਿਆ ਅਤੇ ਨਗਰ ਵਿੱਚ ਵਾਪਸ ਚੱਲਿਆ ਗਿਆ। ਅਗਲੇ ਦਿਨ ਉਹ ਅਤੇ ਬਰਨਬਾਸ ਦਰਬੇ ਸ਼ਹਿਰ ਵਿੱਚ ਚੱਲੇ ਗਏ।
Howbeit, as the disciples stood round about him, he rose up, and came into the city: and the next day he departed with Barnabas to Derbe.
21 ਅੰਤਾਕਿਯਾ ਵਿੱਚ ਪਰਤਣਾ ਪੌਲੁਸ ਅਤੇ ਬਰਨਬਾਸ ਨੇ ਦਰਬੇ ਸ਼ਹਿਰ ਵਿੱਚ ਵੀ ਖੁਸ਼ਖਬਰੀ ਦਾ ਪਰਚਾਰ ਕੀਤਾ। ਬਹੁਤ ਸਾਰੇ ਲੋਕ ਇੱਥੇ ਯਿਸੂ ਦੇ ਚੇਲੇ ਬਣ ਗਏ। ਉਹ ਦੋਨੋਂ ਲੁਸਤ੍ਰਾ, ਇੱਕੁਨਿਯੁਮ ਅਤੇ ਅੰਤਾਕਿਯਾ ਨੂੰ ਪਰਤੇ।
And when they had preached the gospel to that city, and had taught many, they returned again to Lystra, and to Iconium, and Antioch,
22 ਇਨ੍ਹਾਂ ਸ਼ਹਿਰਾਂ ਵਿੱਚ ਪੌਲੁਸ ਅਤੇ ਬਰਨਬਾਸ ਨੇ ਯਿਸੂ ਦੇ ਚੇਲਿਆਂ ਨੂੰ ਤਕੜੇ ਬਣਾਇਆ ਅਤੇ ਉਨ੍ਹਾਂ ਨੂੰ ਵਿਸ਼ਵਾਸ ਵਿੱਚ ਰਹਿਣ ਬਾਰੇ ਸਮਝਾਇਆ ਅਤੇ ਉਨ੍ਹਾਂ ਨੂੰ ਆਖਿਆ, “ਸਾਨੂੰ ਪਰਮੇਸ਼ੁਰ ਦੇ ਰਾਜ ਵਿੱਚ ਪ੍ਰਵੇਸ਼ ਕਰਨ ਲਈ ਅਨੇਕਾਂ ਮੁਸ਼ਕਲਾਂ ਦਾ ਸਾਹਮਣਾ ਕਰਨਾ ਪਵੇਗਾ।”
Confirming the souls of the disciples, and exhorting them to continue in the faith, and that we must through much tribulation enter into the kingdom of God.
23 ਉਨ੍ਹਾਂ ਨੇ ਹਰੇਕ ਕਲੀਸਿਯਾ ਲਈ ਬਜ਼ੁਰਗਾਂ ਨੂੰ ਨਿਯੁਕਤ ਕੀਤਾ। ਵਰਤ ਅਤੇ ਪ੍ਰਾਰਥਨਾ ਨਾਲ, ਉਨ੍ਹਾਂ ਨੇ ਉਨ੍ਹਾਂ ਨੂੰ ਪ੍ਰਭੂ ਨੂੰ ਸੌਂਪ ਦਿੱਤਾ, ਜਿਸਤੇ ਉਨ੍ਹਾਂ ਨੇ ਭਰੋਸਾ ਕੀਤਾ।
And when they had ordained them elders in every church, and had prayed with fasting, they commended them to the Lord, on whom they believed.
24 ਤਦ ਉਹ ਦੋਨੋਂ ਪਿਸਿਦਿਯਾ ਦੇਸ਼ ਵਿੱਚੋਂ ਦੀ ਲੰਘੇ ਅਤੇ ਪੰਫ਼ਲਿਯਾ ਦੇਸ਼ ਵਿੱਚ ਪਹੁੰਚੇ।
And after they had passed throughout Pisidia, they came to Pamphylia.
25 ਫ਼ਿਰ ਉਨ੍ਹਾਂ ਨੇ ਪਰਮੇਸ਼ੁਰ ਦਾ ਸੰਦੇਸ਼ ਪਰਗਾ ਵਿੱਚ ਦਿੱਤਾ ਅਤੇ ਉਸਤੋਂ ਬਾਅਦ ਉਹ ਅੰਤਾਕਿਯਾ ਸ਼ਹਿਰ ਵੱਲ ਗਏ।
And when they had preached the word in Perga, they went down into Attalia:
26 ਉੱਥੋਂ ਤੋਂ, ਜਹਾਜ਼ ਰਾਹੀਂ ਉਹ ਦੋਨੋਂ ਅੰਤਾਕਿਯਾ ਨੂੰ ਗਏ। ਇਹ ਉਹੀ ਸ਼ਹਿਰ ਸੀ ਜਿੱਥੇ ਨਿਹਚਾਵਾਨਾਂ ਨੇ ਉਨ੍ਹਾਂ ਨੂੰ ਪਰਮੇਸ਼ੁਰ ਦੀ ਕਿਰਪਾ ਨੂੰ ਸੌਂਪ ਦਿੱਤਾ ਅਤੇ ਉਨ੍ਹਾਂ ਨੂੰ ਇਹ ਕੰਮ ਕਰਨ ਲਈ ਭੇਜ ਦਿੱਤਾ। ਹੁਣ ਉਨ੍ਹਾਂ ਨੇ ਉਨ੍ਹਾਂ ਨੂੰ ਦਿੱਤਾ ਹੋਇਆ ਕੰਮ ਪੂਰਨ ਕਰ ਦਿੱਤਾ ਸੀ।
And thence sailed to Antioch, from whence they had been recommended to the grace of God for the work which they fulfilled.
27 ਜਦੋਂ ਉੱਥੇ ਦੋਨੋਂ ਪਹੁੰਚੇ, ਉਨ੍ਹਾਂ ਨੇ ਕਲੀਸਿਯਾ ਨੂੰ ਇਕੱਠੇ ਕੀਤਾ ਅਤੇ ਉਨ੍ਹਾਂ ਨੂੰ ਉਹ ਗੱਲਾਂ ਦੱਸੀਆਂ ਜਿਹੜੀਆਂ ਪਰਮੇਸ਼ੁਰ ਨੇ ਉਨ੍ਹਾਂ ਰਾਹੀਂ ਕੀਤੀਆਂ ਸਨ। ਅਤੇ ਉਨ੍ਹਾਂ ਨੂੰ ਆਖਿਆ, “ਪਰਮੇਸ਼ੁਰ ਨੇ ਦਰਵਾਜ਼ਾ ਖੋਲ੍ਹਿਆ ਹੈ ਤਾਂ ਜੋ ਗੈਰ ਕੌਮਾਂ ਦੇ ਲੋਕ ਵੀ ਨਿਹਚਾ ਕਰ ਸੱਕਣ।”
And when they were come, and had gathered the church together, they rehearsed all that God had done with them, and how he had opened the door of faith unto the Gentiles.
28 ਉੱਥੇ ਪੌਲੁਸ ਅਤੇ ਬਰਨਬਾਸ ਮਸੀਹ ਦੇ ਚੇਲਿਆਂ ਨਾਲ ਬਹੁਤ ਦਿਨ ਰਹੇ।
And there they abode long time with the disciples.