1 Peter 2
11 ପ୍ରିୟ ମିତ୍ରଗଣ, ତୁମ୍ଭମାନେେ ଏହି ଜଗତ ରେ ବିଦେଶୀ ଓ ପ୍ରବାସୀ ଲୋକ ଭାବରେ ଅଛ। ଅତଏବ ତୁମ୍ଭମାନଙ୍କର ଶରୀର ଇଚ୍ଛା କରୁଥିବା ମନ୍ଦ କାମଗୁଡ଼ିକରୁ ଦୂର ରେ ରୁହ। ଏହି କାମଗୁଡ଼ିକ ତୁମ୍ଭ ଆତ୍ମା ବିରୁଦ୍ଧ ରେ ସଂଘର୍ଷ କରନ୍ତି।
12 ଅବିଶ୍ବାସୀ ଲୋକମାନେ ତୁମ୍ଭ ଚାରିପଟେ ଅଛନ୍ତି। ସମାନେେ କହି ପାରନ୍ତି ଯେ ତୁମ୍ଭେ ଖରାପ କାର୍ୟ୍ଯ କରୁଛ। ଅତଏବ ଉତ୍ତମ ଜୀବନଯାପନ କର। ତା ହେଲେ ତୁମ୍ଭମାନେେ କରୁଥିବା ଭଲ କାମଗୁଡ଼ିକୁ ସମାନେେ ଦେଖିବେ ଓ ପରମେଶ୍ବରଙ୍କ ଆସିବା ଦିନ ସମାନେ ତାହାଙ୍କୁ ମହିମା ଦବେେ।
11 Dearly beloved, I beseech you as strangers and pilgrims, abstain from fleshly lusts, which war against the soul;
12 Having your conversation honest among the Gentiles: that, whereas they speak against you as evildoers, they may by your good works, which they shall behold, glorify God in the day of visitation.
1 Peter 2 in Tamil and English
11 ପ୍ରିୟ ମିତ୍ରଗଣ, ତୁମ୍ଭମାନେେ ଏହି ଜଗତ ରେ ବିଦେଶୀ ଓ ପ୍ରବାସୀ ଲୋକ ଭାବରେ ଅଛ। ଅତଏବ ତୁମ୍ଭମାନଙ୍କର ଶରୀର ଇଚ୍ଛା କରୁଥିବା ମନ୍ଦ କାମଗୁଡ଼ିକରୁ ଦୂର ରେ ରୁହ। ଏହି କାମଗୁଡ଼ିକ ତୁମ୍ଭ ଆତ୍ମା ବିରୁଦ୍ଧ ରେ ସଂଘର୍ଷ କରନ୍ତି।
Dearly beloved, I beseech you as strangers and pilgrims, abstain from fleshly lusts, which war against the soul;
12 ଅବିଶ୍ବାସୀ ଲୋକମାନେ ତୁମ୍ଭ ଚାରିପଟେ ଅଛନ୍ତି। ସମାନେେ କହି ପାରନ୍ତି ଯେ ତୁମ୍ଭେ ଖରାପ କାର୍ୟ୍ଯ କରୁଛ। ଅତଏବ ଉତ୍ତମ ଜୀବନଯାପନ କର। ତା ହେଲେ ତୁମ୍ଭମାନେେ କରୁଥିବା ଭଲ କାମଗୁଡ଼ିକୁ ସମାନେେ ଦେଖିବେ ଓ ପରମେଶ୍ବରଙ୍କ ଆସିବା ଦିନ ସମାନେ ତାହାଙ୍କୁ ମହିମା ଦବେେ।
Having your conversation honest among the Gentiles: that, whereas they speak against you as evildoers, they may by your good works, which they shall behold, glorify God in the day of visitation.