1 Peter 3
1 ଠିକ୍ ସହେି ଭଳି ପତ୍ନୀମାନେ ନିଜ ନିଜର ପତିମାନଙ୍କର ଅଧିକାର ମାନିବା ଉଚିତ୍। ତା' ହେଲେ, ଯଦି ପତିମାନଙ୍କ ମଧ୍ଯରୁ କେତଜେଣ ପରମେଶ୍ବରଙ୍କ ଶିକ୍ଷା ମାନୁ ନାହାଁନ୍ତି, ସମାନଙ୍କେୁ ବିଶ୍ବାସ କରିବା ପାଇଁ ମନାଇପାରିବ। ତୁମ୍ଭେ କିଛି କହିବା ଦରକାର ହବେ ନାହିଁ। ସମାନେେ ସମାନଙ୍କେର ପତ୍ନୀଙ୍କ ଜୀବନ ଦେଖି ପ୍ରଭାବିତ ହବେେ।
2 ତୁମ୍ଭ ପତି ଦେଖିବେ ଯେ ତୁମ୍ଭେ ପବିତ୍ର ଜୀବନ ଯାପନ କରୁଛ, ପରମେଶ୍ବରଙ୍କୁ ସମ୍ମାନ ଦେଉଛ।
3 ତୁମ୍ଭର କେଶ, ସୁନା ଅଳଙ୍କାର ବା ସୁନ୍ଦର ବସ୍ତ୍ର ଉପରେ ତୁମ୍ଭର ସୌନ୍ଦର୍ୟ୍ଯ ନିର୍ଭର କରେ ନାହିଁ।
4 ତୁମ୍ଭର ସୌନ୍ଦର୍ୟ୍ଯ ଅନ୍ତରରୁ ବାହାରି ନମ୍ର ଓ ଶାନ୍ତ ଗୁଣର ପରିଚୟ ଦବୋ ଉଚିତ। ଏହି ସୌନ୍ଦର୍ୟ୍ଯ କବେେ ହେଲେ ସମାପ୍ତ ହବେ ନାହିଁ। ପରମେଶ୍ବର ଏହାକୁ ସବୁଠାରୁ ମୂଲ୍ଯବାନ୍ ମନେ କରନ୍ତି।
5 ବହୁ ପୂର୍ବରୁ ପରମେଶ୍ବରଙ୍କୁ ଅନୁସରଣ କରୁଥିବା ପବିତ୍ର ମହିଳାମାନଙ୍କ ପ୍ରତି ଏହା ହିଁ ଘଟିଥିଲା। ଏହିପରି ଭାବରେ ସମାନେେ ନିଜକୁ ସୁନ୍ଦର କରି ଗଢ଼ିଥିଲେ। ସମାନେେ ନିଜ ପତିମାନଙ୍କ ଅଧୀନ ରେ ଥିଲେ।
6 ମୁଁ 'ସାରା' ଭଳି ସ୍ତ୍ରୀ ଲୋକମାନଙ୍କ କଥା କହୁଛି। ସେ ନିଜ ପତି ଅବ୍ରହାମଙ୍କୁ ମାନିଲେ ଓ ତାହାଙ୍କୁ ମାଲିକ ବୋଲି ଡାକିଲେ। ତୁମ୍ଭେ ସମସ୍ତ ସ୍ତ୍ରୀଲୋକମାନେ, ଯଦି ଧାର୍ମିକ କାମ କର ଓ ନିର୍ଭୟ ରୁହ, ତା ହେଲେ ସାରାର ପ୍ରକୃତ ସନ୍ତାନ ଅଟ।
7 ଠିକ୍ ସହେିଭଳି ତୁମ୍ଭେ ପତିମାନେ ! ତୁମ୍ଭ ପତ୍ନୀମାନଙ୍କ ସହିତ ଭଲ ବୁଝାମଣା ରେ ଜୀବନଯାପନ କର। ତୁମ୍ଭମାନେେ ନିଜ ପତ୍ନୀକୁ ସମ୍ମାନ ଦଖାଇବୋ ଉଚିତ। ସମାନେେ ତୁମ୍ଭଠାରୁ ଦୁର୍ବଳ। କିନ୍ତୁ ପରମେଶ୍ବର, ତୁମ୍ଭ ଭଳି ସମାନଙ୍କେୁ ମଧ୍ଯ ଆଶୀର୍ବାଦ ଦାନ କରନ୍ତି, ଯାହାକି ପ୍ରକୃତ ଜୀବନ ଦାନ କରେ। ତୁମ୍ଭ ପ୍ରାର୍ଥନା ରେ କୌଣସି ଅସୁବିଧା ନ ଘଟିବା ଲାଗି ଏହାସବୁ କର।
1 Likewise, ye wives, be in subjection to your own husbands; that, if any obey not the word, they also may without the word be won by the conversation of the wives;
2 While they behold your chaste conversation coupled with fear.
3 Whose adorning let it not be that outward adorning of plaiting the hair, and of wearing of gold, or of putting on of apparel;
4 But let it be the hidden man of the heart, in that which is not corruptible, even the ornament of a meek and quiet spirit, which is in the sight of God of great price.
5 For after this manner in the old time the holy women also, who trusted in God, adorned themselves, being in subjection unto their own husbands:
6 Even as Sara obeyed Abraham, calling him lord: whose daughters ye are, as long as ye do well, and are not afraid with any amazement.
7 Likewise, ye husbands, dwell with them according to knowledge, giving honour unto the wife, as unto the weaker vessel, and as being heirs together of the grace of life; that your prayers be not hindered.
1 Peter 3 in Tamil and English
1 ଠିକ୍ ସହେି ଭଳି ପତ୍ନୀମାନେ ନିଜ ନିଜର ପତିମାନଙ୍କର ଅଧିକାର ମାନିବା ଉଚିତ୍। ତା' ହେଲେ, ଯଦି ପତିମାନଙ୍କ ମଧ୍ଯରୁ କେତଜେଣ ପରମେଶ୍ବରଙ୍କ ଶିକ୍ଷା ମାନୁ ନାହାଁନ୍ତି, ସମାନଙ୍କେୁ ବିଶ୍ବାସ କରିବା ପାଇଁ ମନାଇପାରିବ। ତୁମ୍ଭେ କିଛି କହିବା ଦରକାର ହବେ ନାହିଁ। ସମାନେେ ସମାନଙ୍କେର ପତ୍ନୀଙ୍କ ଜୀବନ ଦେଖି ପ୍ରଭାବିତ ହବେେ।
Likewise, ye wives, be in subjection to your own husbands; that, if any obey not the word, they also may without the word be won by the conversation of the wives;
2 ତୁମ୍ଭ ପତି ଦେଖିବେ ଯେ ତୁମ୍ଭେ ପବିତ୍ର ଜୀବନ ଯାପନ କରୁଛ, ପରମେଶ୍ବରଙ୍କୁ ସମ୍ମାନ ଦେଉଛ।
While they behold your chaste conversation coupled with fear.
3 ତୁମ୍ଭର କେଶ, ସୁନା ଅଳଙ୍କାର ବା ସୁନ୍ଦର ବସ୍ତ୍ର ଉପରେ ତୁମ୍ଭର ସୌନ୍ଦର୍ୟ୍ଯ ନିର୍ଭର କରେ ନାହିଁ।
Whose adorning let it not be that outward adorning of plaiting the hair, and of wearing of gold, or of putting on of apparel;
4 ତୁମ୍ଭର ସୌନ୍ଦର୍ୟ୍ଯ ଅନ୍ତରରୁ ବାହାରି ନମ୍ର ଓ ଶାନ୍ତ ଗୁଣର ପରିଚୟ ଦବୋ ଉଚିତ। ଏହି ସୌନ୍ଦର୍ୟ୍ଯ କବେେ ହେଲେ ସମାପ୍ତ ହବେ ନାହିଁ। ପରମେଶ୍ବର ଏହାକୁ ସବୁଠାରୁ ମୂଲ୍ଯବାନ୍ ମନେ କରନ୍ତି।
But let it be the hidden man of the heart, in that which is not corruptible, even the ornament of a meek and quiet spirit, which is in the sight of God of great price.
5 ବହୁ ପୂର୍ବରୁ ପରମେଶ୍ବରଙ୍କୁ ଅନୁସରଣ କରୁଥିବା ପବିତ୍ର ମହିଳାମାନଙ୍କ ପ୍ରତି ଏହା ହିଁ ଘଟିଥିଲା। ଏହିପରି ଭାବରେ ସମାନେେ ନିଜକୁ ସୁନ୍ଦର କରି ଗଢ଼ିଥିଲେ। ସମାନେେ ନିଜ ପତିମାନଙ୍କ ଅଧୀନ ରେ ଥିଲେ।
For after this manner in the old time the holy women also, who trusted in God, adorned themselves, being in subjection unto their own husbands:
6 ମୁଁ 'ସାରା' ଭଳି ସ୍ତ୍ରୀ ଲୋକମାନଙ୍କ କଥା କହୁଛି। ସେ ନିଜ ପତି ଅବ୍ରହାମଙ୍କୁ ମାନିଲେ ଓ ତାହାଙ୍କୁ ମାଲିକ ବୋଲି ଡାକିଲେ। ତୁମ୍ଭେ ସମସ୍ତ ସ୍ତ୍ରୀଲୋକମାନେ, ଯଦି ଧାର୍ମିକ କାମ କର ଓ ନିର୍ଭୟ ରୁହ, ତା ହେଲେ ସାରାର ପ୍ରକୃତ ସନ୍ତାନ ଅଟ।
Even as Sara obeyed Abraham, calling him lord: whose daughters ye are, as long as ye do well, and are not afraid with any amazement.
7 ଠିକ୍ ସହେିଭଳି ତୁମ୍ଭେ ପତିମାନେ ! ତୁମ୍ଭ ପତ୍ନୀମାନଙ୍କ ସହିତ ଭଲ ବୁଝାମଣା ରେ ଜୀବନଯାପନ କର। ତୁମ୍ଭମାନେେ ନିଜ ପତ୍ନୀକୁ ସମ୍ମାନ ଦଖାଇବୋ ଉଚିତ। ସମାନେେ ତୁମ୍ଭଠାରୁ ଦୁର୍ବଳ। କିନ୍ତୁ ପରମେଶ୍ବର, ତୁମ୍ଭ ଭଳି ସମାନଙ୍କେୁ ମଧ୍ଯ ଆଶୀର୍ବାଦ ଦାନ କରନ୍ତି, ଯାହାକି ପ୍ରକୃତ ଜୀବନ ଦାନ କରେ। ତୁମ୍ଭ ପ୍ରାର୍ଥନା ରେ କୌଣସି ଅସୁବିଧା ନ ଘଟିବା ଲାଗି ଏହାସବୁ କର।
Likewise, ye husbands, dwell with them according to knowledge, giving honour unto the wife, as unto the weaker vessel, and as being heirs together of the grace of life; that your prayers be not hindered.