1 Peter 3:12
ଭଲ ଲୋକମାନଙ୍କୁ ପ୍ରଭୁ ଦେଖନ୍ତି, ସମାନଙ୍କେର ପ୍ରାର୍ଥନା ସବୁ ସେ ଶୁଣନ୍ତି। କିନ୍ତୁ ମନ୍ଦ କାମ କରୁଥିବା ଲୋକଙ୍କର ସେ ବିରୋଧୀ ଅଟନ୍ତି। ଗୀତସଂହିତା 34:12-16
1 Peter 3:12 in Other Translations
King James Version (KJV)
For the eyes of the Lord are over the righteous, and his ears are open unto their prayers: but the face of the Lord is against them that do evil.
American Standard Version (ASV)
For the eyes of the Lord are upon the righteous, And his ears unto their supplication: But the face of the Lord is upon them that do evil.
Bible in Basic English (BBE)
For the eyes of the Lord are on the upright, and his ears are open to their prayers: but the face of the Lord is against those who do evil.
Darby English Bible (DBY)
because [the] eyes of [the] Lord [are] on [the] righteous, and his ears towards their supplications; but [the] face of [the] Lord [is] against them that do evil.
World English Bible (WEB)
For the eyes of the Lord are on the righteous, And his ears open to their prayer; But the face of the Lord is against those who do evil."
Young's Literal Translation (YLT)
because the eyes of the Lord `are' upon the righteous, and His ears -- to their supplication, and the face of the Lord `is' upon those doing evil;'
| For | ὅτι | hoti | OH-tee |
| the | οἵ | hoi | oo |
| eyes | ὀφθαλμοὶ | ophthalmoi | oh-fthahl-MOO |
| of the Lord | κυρίου | kyriou | kyoo-REE-oo |
| over are | ἐπὶ | epi | ay-PEE |
| the righteous, | δικαίους | dikaious | thee-KAY-oos |
| and | καὶ | kai | kay |
| his | ὦτα | ōta | OH-ta |
| ears | αὐτοῦ | autou | af-TOO |
| unto open are | εἰς | eis | ees |
| their | δέησιν | deēsin | THAY-ay-seen |
| prayers: | αὐτῶν | autōn | af-TONE |
| but | πρόσωπον | prosōpon | PROSE-oh-pone |
| the face | δὲ | de | thay |
| Lord the of | κυρίου | kyriou | kyoo-REE-oo |
| is against | ἐπὶ | epi | ay-PEE |
| them that do | ποιοῦντας | poiountas | poo-OON-tahs |
| evil. | κακά | kaka | ka-KA |
Cross Reference
John 9:31
ଆମ୍ଭେ ସମସ୍ତେ ଜାଣୁ ଯେ, ପରମେଶ୍ବର ପାପୀଙ୍କ କଥା ଶୁଣନ୍ତି ନାହିଁ। କିନ୍ତୁ ଯେଉଁ ଲୋକ ପରମେଶ୍ବରଙ୍କ ଉପାସନା କରେ ଓ ତାହାଙ୍କ କଥା ପାଳନ କରେ ପରମେଶ୍ବର ତା'ର କଥା ଶୁଣନ୍ତି।
Proverbs 15:29
ସଦାପ୍ରଭୁ ଦୁଷ୍ଟମାନଙ୍କଠାରୁ ଦୂର ରେ ଥାନ୍ତି। ପୁଣି ଧାର୍ମିକମାନଙ୍କର ପ୍ରାର୍ଥନା ସେ ଶୁଣନ୍ତି।
Psalm 34:15
ସଦାପ୍ରଭୁ ଉତ୍ତମ ବ୍ଯକ୍ତିମାନଙ୍କୁ ରକ୍ଷା କରନ୍ତି। ସେ ସମାନଙ୍କେର ପ୍ରାର୍ଥନା ଶୁଣନ୍ତି।
Proverbs 15:8
ଦୁଷ୍ଟମାନଙ୍କ ବଳିଦାନ ସଦାପ୍ରଭୁଙ୍କଠା ରେ ଘୃଣାର ବିଷଯ ଅଟେ। ମାତ୍ର ସରଳ ଲୋକଙ୍କର ପ୍ରାର୍ଥନାକୁ ସେ ଗ୍ରହଣ କରନ୍ତି।
Proverbs 15:3
ସଦାପ୍ରଭୁ ସର୍ବଦା ସବୁଠା ରେ ଘଟୁଥିବା ଘଟଣାକୁ ଦେଖନ୍ତି। ସେ ଅଧମ ଓ ଉତ୍ତମ ଲୋକମାନଙ୍କୁ ମଧ୍ଯ ନୀରିକ୍ଷଣ କରନ୍ତି।
James 5:16
ତୁମ୍ଭେ କରିଥିବା ପାପଗୁଡ଼ିକୁ ପରସ୍ପର ନିକଟରେ ସ୍ବୀକାର କର। ତା'ପରେ ପରସ୍ପର ପାଇଁ ପ୍ରାର୍ଥନା କର। ପରମେଶ୍ବର ଯେପରି ତୁମ୍ଭକୁ ସୁସ୍ଥ କରିଦିଅନ୍ତି, ସେଥିନିମନ୍ତେ ଏପରି କର। ଜଣେ ଧାର୍ମିକ ଲୋକ ଯେତବେେଳେ ନିରନ୍ତର ପ୍ରାର୍ଥନା କରେ, ସେତବେେଳେ ମହାନ ଘଟଣାମାନ ଘଟିଥାଏ।
Zechariah 4:10
ଯେଉଁମାନେ କି େଛାଟ ଜିନିଷଗୁଡିକୁ ଘୃଣା କରନ୍ତି, ସମାନେେ ଆନନ୍ଦ କରିବେ, ଯେତବେେଳେ ସମାନେେ ୟିରୁଦ୍ଦାବିଲଙ୍କ ହାତ ରେ ଓଳମ ଦେଖିବେ। ବର୍ତ୍ତମାନ ଏହି ସାତଟି ପାଶର୍ବ ସଦାପ୍ରଭୁଙ୍କର ଚକ୍ଷୁ, ଯାହା ସମଗ୍ର ପୃଥିବୀକୁ ଦେଖେ।
Ezekiel 15:7
ମୁଁ ସମାନଙ୍କେ ବିରୁଦ୍ଧ ରେ ମାରେ ମୁହଁ ବୁଲାଇବି। ଯଦି ସମାନେେ ଅଗ୍ନିରୁ ରକ୍ଷା ପାଇଗଲେ, ତଥାପି ସହେି ଅଗ୍ନି ସମାନଙ୍କେୁ ଗ୍ରାସ କରିବ। ଯେ ହତେୁ ମୁଁ ସମାନଙ୍କେ ବିରୁଦ୍ଧ ରେ ବିମୁଖ ହାଇେଛି, ଏହା ସମାନେେ ଜାଣିବେ ଯେ, ମୁଁ ସଦାପ୍ରଭୁ ଅଟେ।
Jeremiah 21:10
ପୁଣି ସଦାପ୍ରଭୁ କହନ୍ତି ମଙ୍ଗଳ ପାଇଁ ନୁହେଁ, ଅମଙ୍ଗଳ ଘଟାଇବା ପାଇଁ ଆମ୍ଭେ ସ୍ଥିର କରିଅଛୁ।ଏହି ନଗରକୁ ଆମ୍ଭେ ବାବିଲ ରାଜା ହସ୍ତ ରେ ଅର୍ପଣ କରିବା ଓ ସେ ଏହାକୁ ଅଗ୍ନି ରେ ଦଗ୍ଧ କରିବ।'
Psalm 80:16
ତୁମ୍ଭର ଦ୍ରାକ୍ଷାଲତାଗୁଡ଼ିକ ଗୋବର ଘସିପରି ଅଗ୍ନିରେ ପୋଡ଼ି ଦିଆଗଲା। ତୁମ୍ଭେ ତାଗ୍ଦ ଉପରେ କୋର୍ଧାନ୍ବିତ ହାଇେ ତାକୁ ଧ୍ବଂସ କର।
Psalm 65:2
ୟିଏକି ଆମ୍ଭର ପ୍ରାର୍ଥନା ଶୁଣନ୍ତି, ସମସ୍ତ ଲୋକମାନେ ତୁମ୍ଭ ପାଖକୁ ଆସିବେ।
Psalm 11:4
ସଦାପ୍ରଭୁ ତାଙ୍କର ପବିତ୍ର ମନ୍ଦିରରେ ବାସ କରନ୍ତି। ସଦାପ୍ରଭୁଙ୍କ ସିଂହାସନ ସ୍ବର୍ଗରେ, ସେ ସହେିଠାରୁ ୟାହାସବୁ ଘଟୁଛି ସମସ୍ତ ବିଷଯ ଦେଖନ୍ତି। ସଦାପ୍ରଭୁ ମନୁଷ୍ଯକୁ ଯତ୍ନ ସହକାରେ ଅତି ନିକଟରୁ ଭଲ କି ମନ୍ଦ ତାହା ବିଚାର କରନ୍ତି।
2 Chronicles 16:9
ଯେଉଁ ଲୋକମାନେ ସଦାପ୍ରଭୁଙ୍କ ନିକଟରେ ବିଶ୍ବସ୍ତ ଅଟନ୍ତି, ସମାନଙ୍କେୁ ସେ ବଳବାନ୍ କରିପାରନ୍ତି, ଏଥିନିମନ୍ତେ ତାଙ୍କର ଚକ୍ଷୁ ପୃଥିବୀର ଚତୁଦ୍ଦିର୍ଗ ରେ ଭ୍ରମଣ କରି ସହେି ଲୋକମାନଙ୍କୁ ତନ୍ନ ତନ୍ନ କରି ଖାଜେନ୍ତି। ଆସା, ତୁମ୍ଭେ ଏକ ମୂର୍ଖାମୀର କାର୍ୟ୍ଯ କରିଅଛ। ତେଣୁ ବର୍ତ୍ତମାନଠାରୁ ତୁମ୍ଭ ପ୍ରତି ୟୁଦ୍ଧ ଘଟିବ।
2 Chronicles 7:15
ବର୍ତ୍ତମାନ, ଆମ୍ଭର ଚକ୍ଷୁ ଉନ୍ମୁକ୍ତ ହବେ ଓ ଏହି ସ୍ଥାନ ରେ ଯେଉଁସବୁ ପ୍ରାର୍ଥନା କରାୟିବ, ତାହାକୁ ଆମ୍ଭର କର୍ଣ୍ଣ ଧ୍ଯାନପୂର୍ବକ ଶୁଣିବ।
Deuteronomy 11:12
ସହେି ଦେଶ ବିଷଯ ରେ ସଦାପ୍ରଭୁ ତକ୍ସ୍ଟମ୍ଭ ପରମେଶ୍ବର ମନୋୟୋଗ କରନ୍ତି। ବର୍ଷର ଆରମ୍ଭରକ୍ସ୍ଟ ବର୍ଷର ଶଷେ ପର୍ୟ୍ଯନ୍ତ ସଦାପ୍ରଭୁ ତକ୍ସ୍ଟମ୍ଭ ପରମେଶ୍ବରଙ୍କ ଦୃଷ୍ଟି ତହିଁ ଉପରେ ସର୍ବଦା ଥାଏ।
Leviticus 26:17
ମୁଁ ତୁମ୍ଭ ବିରୁଦ୍ଧ ରେ ୟିବି, ତୁମ୍ଭମାନେେ ତୁମ୍ଭମାନଙ୍କର ଶତୃମାନଙ୍କ ଦ୍ବାରା ପରାଜିତ ହବେ, ଯେଉଁମାନେ ତୁମ୍ଭମାନଙ୍କୁ ଘୃଣା କରନ୍ତି ସମାନେେ ତୁମ୍ଭମାନଙ୍କ ଉପରେ ଶାସନ କରିବେ ଓ କହେି ତୁମ୍ଭମାନଙ୍କ ପଛ ରେ ନ ଗୋଡ଼ାଇଲେ ହେଁ ତୁମ୍ଭମାନେେ ଦୌଡି ପଳାଇୟିବ।
Leviticus 20:6
ଯେଉଁ ଲୋକ ଭୁତୁଡିଆ ଓ ଗୁଣିଆଁମାନଙ୍କୁ ବ୍ଯଭିଚାର କରିବାକୁ ଅନୁସରଣ କରେ, ସହେି ପ୍ରଣୀ ବିରୁଦ୍ଧ ରେ ଆମ୍ଭେ ୟିବା। ଯେ ହତେୁ ସେ ଆମ୍ଭ ପ୍ରତି ଅବିଶ୍ବସ୍ତ, ଆମ୍ଭେ ତାକୁ ତାହାର ଲୋକମାନଙ୍କ ମଧ୍ଯରୁ ପୃଥକ୍ ରଖିବା।
Leviticus 20:3
ମୁଁ ମଧ୍ଯ ତା' ବିରୁଦ୍ଧ ରେ ଛିଡା ହବେି। ତା'ର ଦେଶର ଲୋକମାନଙ୍କଠାରୁ ପୃଥକ୍ ରଖିବି। କାରଣ ସେ ମାରେ ପବିତ୍ର ସ୍ଥାନକୁ ଅପବିତ୍ର କରିଛି ଓ ମାରେ ପବିତ୍ର ନାମକୁ ଅପବିତ୍ର କରିବାକୁ ମାେଲକ୍ ଦବେତା ଉଦ୍ଦେଶ୍ଯ ରେ ନିଜର ସନ୍ତାନମାନଙ୍କୁ ଦଇେଅଛି।
Leviticus 17:10
ଆଉ କୌଣସି ଇଶ୍ରାୟେଲୀୟ କିମ୍ବା ସମାନଙ୍କେ ମଧିଅରେ ପ୍ରବାସୀ କୌଣସି ବିଦେଶୀ ଲୋକ, ଯଦି କୌଣସି ପ୍ରକାର ରକ୍ତ ଭୋଜନ କରେ, ତବେେ ଆମ୍ଭେ ସହେି ରକ୍ତ ଭୋଜି ପ୍ରାଣୀର ବିରୁଦ୍ଧ ରେ ଆପଣା ମୁଖ ରଖିବା ଓ ତାହାର ଲୋକମାନଙ୍କଠାରୁ ତାକୁ ପୃଥକ୍ ରଖିବା।