1 Peter 5:9 ଶୟତାନର ଅନୁସରଣ କର ନାହିଁ। ନିଜ ବିଶ୍ବାସ ରେ ଦୃଢ଼ ହାଇେ ରୁହ। ସମଗ୍ର ବିଶ୍ବ ରେ ସର୍ବତ୍ର ତୁମ୍ଭ ଭାଇ ଓ ଭଉଣୀମାନେ ସମାନ ଭାବରେ ତୁମ୍ଭ ଭଳି ଯାତନା ପାଉଛନ୍ତି, ଏ କଥା ତୁମ୍ଭେ ଜାଣ।
1 Peter 5:9 in Other Translations
King James Version (KJV) Whom resist stedfast in the faith, knowing that the same afflictions are accomplished in your brethren that are in the world.
American Standard Version (ASV) whom withstand stedfast in your faith, knowing that the same sufferings are accomplished in your brethren who are in the world.
Bible in Basic English (BBE) Do not give way to him but be strong in your faith, in the knowledge that your brothers who are in the world undergo the same troubles.
Darby English Bible (DBY) Whom resist, stedfast in faith, knowing that the selfsame sufferings are accomplished in your brotherhood which [is] in [the] world.
World English Bible (WEB) Withstand him steadfast in your faith, knowing that your brothers who are in the world are undergoing the same sufferings.
Young's Literal Translation (YLT) whom resist, stedfast in the faith, having known the same sufferings to your brotherhood in the world to be accomplished.
Whom
ᾧ
hos
ose
resist
ἀντίστητε
anthistēmi
an-THEE-stay-mee
stedfast
στερεοὶ
stereos
stay-ray-OSE
the
τῇ
ho
oh
in faith,
πίστει
pistis
PEE-stees
knowing that
εἰδότες
eidō
EE-thoh
the
τὰ
ho
oh
same
αὐτὰ
autos
af-TOSE
τῶν
ho
oh
afflictions are
παθημάτων
pathēma
PA-thay-ma
τῇ
ho
oh
that are in
ἐν
en
ane
the world.
κόσμῳ
kosmos
KOH-smose
in your
ὑμῶν
hymōn
yoo-MONE
brethren
ἀδελφότητι
adelphotēs
ah-thale-FOH-tase
accomplished
ἐπιτελεῖσθαι
epiteleō
ay-pee-tay-LAY-oh
Read Full Chapter :
1 Peter 5
Cross Reference
ଯାକୁବଙ୍କ ପତ୍ 4:7
ଅତଏବ ନିଜକୁ ପରମେଶ୍ବରଙ୍କଠା ରେ ସମର୍ପିତ କର। ଶୟତାନକୁ ବାଧା ଦିଅ, ତା ହେଲେ ସେ ତୁମ୍ଭଠାରୁ ଦୂ ରଇେ ୟିବ।
ରେରିତମାନଙ୍କ କାର୍ଯ୍ୟର ବିବରଣ 14:22
ସମାନେେ ସେ ସ୍ଥାନଗୁଡ଼ିକରେ ଶିଷ୍ଯମାନଙ୍କ ଆତ୍ମାକୁ ସବଳ କଲେ ଓ ବିଶ୍ବାସ ରେ ବୃଦ୍ଧିପାଇବା ପାଇଁ ଉତ୍ସାହିତ କଲେ। ସମାନେେ କହିଲେ, ପରମେଶ୍ବରଙ୍କ ରାଜ୍ଯ ରେ ପ୍ରବେଶ କରିବା ନିମନ୍ତେ ଆମ୍ଭକୁ ଅନକେ ଦୁଃଖ କଷ୍ଟ ଭୋଗ କରିବାକୁ ପଡ଼ିବ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 10:13
କବଳେ ତୁମ୍ଭମାନଙ୍କ ପ୍ରତି ଯେସବୁ ପରୀକ୍ଷା ଆସୁଅଛି, ପ୍ରେତ୍ୟକକଙ୍କ ନିମନ୍ତେ ମଧ୍ଯ ଏପରି ପରୀକ୍ଷା ଆସିଥାଏ। କିନ୍ତୁ ତୁମ୍ଭମାନେେ ପରମେଶ୍ବରଙ୍କ ଠା ରେ ବିଶ୍ବାସ କରିପାର। ସେ କବେେ ହେଲେ ତୁମ୍ଭମାନଙ୍କୁ ଅସହ୍ଯ ପରୀକ୍ଷା ରେ ପଡ଼ିବାକୁ ଦବେେ ନାହିଁ। କିନ୍ତୁ ଯେତବେେଳେ ତୁମ୍ଭମାନେେ ପ୍ରଲୋଭନର (ପରୀକ୍ଷାର) ସମ୍ମୁଖୀନ ହବେ, ସେତବେେଳେ ପରମେଶ୍ବର ତୁମ୍ଭମାନଙ୍କୁ ରକ୍ଷା ପାଇବାର ବାଟ ମଧ୍ଯ ଦଖାଇେ ଦବେେ।
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 3:3
ଆମ୍ଭେ ଏବେ ଯେଉଁ ଅସୁବିଧା ରେ ଅଛୁ, ସେଥି ରେ ତୁମ୍ଭମାନେେ କହେି ଯେପରି ବିବ୍ରତ ନ ହୁଅ, ସେଥିପାଇଁ ଆମ୍ଭେ ତୀମଥିଙ୍କୁ ପଠାଇଲୁ। ତୁମ୍ଭମାନେେ ଜାଣିଥିଲ ଯେ ଆମ୍ଭେ ଭବିଷ୍ଯତ୍ ରେ ଏଭଳି କଷ୍ଟ ନିଶ୍ଚୟ ପାଇବା।
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍ 3:12
ପରମେଶ୍ବରଙ୍କ ଇଚ୍ଛାନୁଯାଯୀ ଖ୍ରୀଷ୍ଟ ଯୀଶୁଙ୍କଠା ରେ ବିଶ୍ବାସପୂର୍ବକ ଜୀବନ ଅତିବାହିତ କରିବାକୁ ଚାହୁଁଥିବା ପ୍ରେତ୍ୟକକ ଲୋକ ନିର୍ୟ୍ଯାତିତ ହବେେ। ମନ୍ଦ ଲୋକେ ଓ ଅନ୍ୟମାନଙ୍କୁ ଠକୁଥିବା ଲୋକେ ମନ୍ଦରୁ ମନ୍ଦ ହାଇଯେିବେ।
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 4:27
ଦିନସାରା କୋରଧ କର ନାହିଁ। ତୁମ୍ଭକୁ ପରାସ୍ତ କରିବା ନିମନ୍ତେ ଶୟତାନକୁ ସୁଯୋଗ ଦିଅ ନାହିଁ।
ପିତରଙ୍କ ପ୍ରଥମ ପତ୍ 3:14
କିନ୍ତୁ ତୁମ୍ଭେ ଭଲ କାମ ପାଇଁ ଦୁଃଖ ଭୋଗିପାର। ଯଦି ଏପରି ଘଟେ, ତା ହେଲେ ତୁମ୍ଭେ ହେଉଛ ଆଶୀର୍ବାଦର ପାତ୍ର। ଯେଉଁ ଲୋକମାନେ ତୁମ୍ଭକୁ ଯାତନା ଦିଅନ୍ତି ସମାନଙ୍କେୁ ଭୟ କର ନାହିଁ, କିଅବା ଚିନ୍ତିତ ହୁଅ ନାହିଁ।339
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍ 4:7
ମୁଁ ଦୌଡ଼ ପୂର୍ଣ୍ଣ କରିସାରିଛି। ମୁଁ ବିଶ୍ବାସ ବଜାୟ ରଖିଛି।
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 6:11
ପରମେଶ୍ବରଙ୍କର ଆତ୍ମରକ୍ଷଣ ଅସ୍ତ୍ର ପିନ୍ଧ। ଏହା ପିନ୍ଧିବା ଦ୍ବାରା ତୁମ୍ଭେ ଶୟତାନର ମନ୍ଦ ଚତୁରତା ବିରୁଦ୍ଧ ରେ ସଂଘର୍ଷ କରି ପାରିବ।
କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 2:5
ମୁଁ ମାେ ଶରୀର ରେ ତୁମ୍ଭ ସହିତ ସଠାେରେ ନାହିଁ, କିନ୍ତୁ ମାରେଆତ୍ମା ସଠାେରେ ଅଛି। ମୁଁ ତୁମ୍ଭମାନଙ୍କ ଉତ୍ତମ ଜୀବନ ଓ ତୁମ୍ଭମାନଙ୍କର ଖ୍ରୀଷ୍ଟଙ୍କଠା ରେ ବଳିଷ୍ଠ ବିଶ୍ବାସ ଦେଖି ପ୍ରସନ୍ନ ଅଟେ।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 1:9
ଯୀଶୁଙ୍କ ଦୁଃଖ ଭୋଗ ରାଜ୍ଯ ଓ ର୍ଧୈୟ୍ଯ ରେ ତୁମ୍ଭମାନଙ୍କର ସହଭାଗୀ ଭାଇ ମୁଁ ଯୋହନ, ପରମେଶ୍ବରଙ୍କ ବାକ୍ଯ ପ୍ରଚାର ଓ ଯୀଶୁଙ୍କର ସାକ୍ଷୀ ହବୋ ହତେୁ ନିର୍ବାସିତ ହାଇେ ପାତ୍ମ ଦ୍ବୀପରେ ଥିଲି କାରଣ ମୁଁ ପରମେଶ୍ବରଙ୍କର ବାକ୍ଯ ପ୍ରଚାର କଲି। ମୁଁ ଯୀଶୁଙ୍କ ବିଷୟ ରେ ସାକ୍ଷ୍ଯ ଦଲେି।
ଲୂକଲିଖିତ ସୁସମାଚାର 4:3
ଶୟତାନ ଯୀଶୁଙ୍କୁ କହିଲା, ତୁମ୍ଭେ ଯଦି ପରମେଶ୍ବରଙ୍କ ସନ୍ତାନ ତବେେ ଏହି ପଥରଟିକୁ କୁହ, ସେ ରୋଟୀ ହାଇଯୋଉ।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 7:14
ମୁଁ ଉତ୍ତର ଦଲେି, ମାେ ପ୍ରଭୁ ! ଆପଣ ତାହା ଜାଣନ୍ତି, ସମାନେେ କିଏ।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 6:11
ତା'ପରେ ପ୍ରେତ୍ୟକକ ଆତ୍ମାଙ୍କୁ ଗୋଟିଏ- ଗୋଟିଏ ଧଳା ରାଜ ପୋଷାକ ଦିଆଗଲା। ସମାନଙ୍କେୁ ଆଉ ଅଳ୍ପ ସମୟ ଅପେକ୍ଷା କରିବାକୁ କୁହାଗଲା। ଖ୍ରୀଷ୍ଟଙ୍କଠା ରେ ଥିବା ସମାନଙ୍କେର ଅନ୍ୟସବୁ ଭାଇମାନଙ୍କୁ ସମାନଙ୍କେ ପରି ହତ୍ଯା କରାୟିବା ପର୍ୟ୍ଯନ୍ତ ଓ ସମାନଙ୍କେ ସମ୍ପୂର୍ଣ୍ଣ ହବୋ ପର୍ୟ୍ଯନ୍ତ ଏହି ଆତ୍ମାମାନଙ୍କୁ ଅପେକ୍ଷା କରିବାକୁ କୁହାଗଲା। ଅତଏବ, ଏହି ହତ୍ଯାର ସବୁକିଛି ସରିବା ପର୍ୟ୍ଯନ୍ତ ସମାନଙ୍କେୁ ଅପେକ୍ଷା କରିବାକୁ କୁହାଗଲା।
ଲୂକଲିଖିତ ସୁସମାଚାର 22:32
ମୁଁ ପ୍ରାର୍ଥନା କରିଛି ଯେ ତୁମ୍ଭର ବିଶ୍ବାସ ଲୋପ ନ ହେଉ। ତୁମ୍ଭମାନେେ ମାେପାଖକୁ ଫରେି ଆସିବା ସମୟରେ ନିଜ ଭାଇମାନଙ୍କୁ ବିଶ୍ବାସ ରେ ଦୃଢ ହବୋ ପାଇଁ ସାହାୟ୍ଯ କର।
ଯୋହନଲିଖିତ ସୁସମାଚାର 16:33
ମାଠାେ ରେ ତୁମ୍ଭମାନେେ ଯେପରି ଶାନ୍ତି ପାଇବ, ଏଥିପାଇଁ ମୁଁ ତୁମ୍ଭମାନଙ୍କୁ ଏସମସ୍ତ କଥା କହିଲିି। ଏହି ଜଗତ ରେ ତୁମ୍ଭେ କଷ୍ଟ ପାଇବ। କିନ୍ତୁ ସାହାସୀ ହୁଅ ମୁଁ ଜଗତକୁ ଜୟ କରିଛି।
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 6:16
ଏହା ସହିତ ବିଶ୍ବାସର ଢ଼ାଲ ମଧ୍ଯ ବ୍ଯବହାର କର। ତାହାଦ୍ବାରା ତୁମ୍ଭେ ଶୟତାନର ସମସ୍ତ ଜ୍ବଳନ୍ତ ତୀରଗୁଡ଼ିକୁ ଅଟକାଇ ପାରିବ।
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 2:15
ସେ ଯିହୂଦୀମାନେ ପ୍ରଭୁ ଯୀଶୁଙ୍କୁ ମାରି ଦେଲେ। ସମାନେେ ଭବିଷ୍ଯଦ୍ ବକ୍ତାମାନଙ୍କୁ ମଧ୍ଯ ମାରି ଦେଲେ। ସହେି ଯିହୂଦୀମାନେ ଆମ୍ଭକୁ ସହେି ଅଞ୍ଚଳ ଛାଡ଼ିବା ପାଇଁ ବାଧ୍ଯ କଲେ। ପରମେଶ୍ବର ସମାନଙ୍କେଠା ରେ ସନ୍ତୁଷ୍ଟ ନୁହଁନ୍ତି। ସମାନେେ ସମଗ୍ର ମାନବ ଜାତିର ବିରୋଧୀ।
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 6:12
ବିଶ୍ବାସକୁ ଧରି ରଖିବା ଗୋଟିଏ ଦୌଡ଼ ପ୍ରତିୟୋଗିତା ଭଳି। କୌଣସି ମତେ ସହେି ପ୍ରତିୟୋଗିତା ଜିତିବାକୁ ଚେଷ୍ଟା କର। ଅନନ୍ତଜୀବନ ଧାରଣ କର। ତୁମ୍ଭକୁ ସେଥିପାଇଁ ଡ଼କା ଯାଇଛି। ଅନକେ ଲୋକଙ୍କ ଆଗ ରେ ତୁମ୍ଭେ ଯୀଶୁ ଖ୍ରୀଷ୍ଟଙ୍କ ବିଷୟ ରେ ମହାନ୍ ସତ୍ଯକୁ ସ୍ବୀକାର କରିଛ।
ଏବ୍ରୀମାନଙ୍କ ନିକଟକୁ ପତ୍ର 11:33
ସେ ସମସ୍ତଙ୍କର ବହୁତ ଅଧିକ ବିଶ୍ବାସ ଥିଲା। ସହେି ବିଶ୍ବାସ ବଳ ରେ ସମାନେେ ସାମ୍ରାଜ୍ଯଗୁଡ଼ିକୁ ପରାସ୍ତ କରିଥିଲେ। ସମାନେ ସମସ୍ତେ ଧାର୍ମିକ କାର୍ୟ୍ଯ କଲେ, ପରମେଶ୍ବରଙ୍କ ପ୍ରତିଜ୍ଞାର ବିଷୟଗୁଡ଼ିକ ପାଇଲେ। ସମାନେେ ନିଜ ବିଶ୍ବାସ ଦ୍ବାରା ସିଂହମାନଙ୍କର ମୁହଁ ବନ୍ଦ କଲେ।
ପିତରଙ୍କ ପ୍ରଥମ ପତ୍ 1:6
ତେଣୁ ତୁମ୍ଭେ ଆନନ୍ଦିତ ହୁଅ। କିନ୍ତୁ ଏବେ ଅଳ୍ପ ସମୟ ପାଇଁ ଅନକେ ପ୍ରକାରର ସମସ୍ଯା ତୁମ୍ଭକୁ ଦୁଃଖୀ କରୁଥାଇପା ରେ।
ପିତରଙ୍କ ପ୍ରଥମ ପତ୍ 2:21
ଏହା କରିବାକୁ ତୁମ୍ଭେ ଆହ୍ବାନ ପାଇଛ। ତୁମ୍ଭେ ଅନୁସରଣ କରିବା ପାଇଁ ଖ୍ରୀଷ୍ଟ ଏକ ଉଦାହରଣ ଦଖାଇେ ଦଇଯୋଇଛନ୍ତି। ସେ ଯାହା କରିଥିଲେ, ତୁମ୍ଭେ ତାହା କରିବା ଉଚିତ୍। ସେ ତୁମ୍ଭ ପାଇଁ ଯାତନା ସହି ଥିବାରୁ, ତୁମ୍ଭେ ମଧ୍ଯ କଷ୍ଟ ଭୋଗିଲା ବେଳେ ର୍ଧୈୟ୍ଯଶୀଳ ହବୋ ଉଚିତ।
ପିତରଙ୍କ ପ୍ରଥମ ପତ୍ 4:13
ବରଂ ତୁମ୍ଭେ ଖୁସି ହବୋ ଉଚତ ଯେ, ତୁମ୍ଭେ ଖ୍ରୀଷ୍ଟଙ୍କର ଯାତନାର ସହଭାଗୀ ହାଇେଛ। ଖ୍ରୀଷ୍ଟ ନିଜର ମହିମା ପ୍ରକାଶ କଲା ବେଳେ ତୁମ୍ଭେ ଖୁସି ହବେ ଓ ଆନନ୍ଦ ରେ ପୂର୍ଣ୍ଣ ହବେ।