1 Samuel 15
10 ଶାମକ୍ସ୍ଟଯଲେ ସଦାପ୍ରଭୁଙ୍କ ପାଖରକ୍ସ୍ଟ ଏକ ବାର୍ତ୍ତା ପାଇଲେ।
11 ସଦାପ୍ରଭୁ କହିଲେ,ଶାଉଲ ମାେତେ ଅନକ୍ସ୍ଟସରଣ କରୁନାହିଁ। ତେଣୁ ଶାଉଲଙ୍କକ୍ସ୍ଟ ରାଜା କରିଥିବାରକ୍ସ୍ଟ ମୁ ଦକ୍ସ୍ଟଃଖିତ ଅଟେ। ସେ ମାରେ ଆଦେଶକକ୍ସ୍ଟ ଅବଜ୍ଞା କଲା। ଏଥି ରେ ଶାମକ୍ସ୍ଟଯଲେ କୋର୍ଧିତ ହେଲେ ଏବଂ ସଦାପ୍ରଭୁଙ୍କ ନିକଟରେ ସାରା ରାତି ଚିତ୍କାର କରି କାନ୍ଦିଲେ।
12 ଶାମକ୍ସ୍ଟଯଲେ ତା'ପରଦିନ ପ୍ରତକ୍ସ୍ଟ୍ଯଷରକ୍ସ୍ଟ ଶାଉଲଙ୍କକ୍ସ୍ଟ ସାକ୍ଷାତ କରିବା ପାଇଁ ତାଙ୍କ ରାସ୍ତା ରେ ଗଲେ। ଲୋକମାନେ ଶାମୁୟେଲଙ୍କୁ କହିଲେ, ଶାଉଲ ୟିହକ୍ସ୍ଟଦାର କର୍ମିଲ୍ ସହରକକ୍ସ୍ଟ ଆସିଥିଲେ। ଶାଉଲ ସଠାେକକ୍ସ୍ଟ ତାଙ୍କ ସମ୍ମାନାର୍ଥେ ପ୍ରସ୍ତର ସ୍ତମ୍ଭ ନିର୍ମାଣ କରିବାକୁ ଗଲେ। ଶାଉଲ ସବୁଆଡେ ୟାତ୍ରା କରି ସାରିବା ପରେ ଗିଲଗଲ୍ ରେ ପହନ୍ଚିବେ।
13 ତେଣୁ ଶାମକ୍ସ୍ଟଯଲେ ଶାଉଲ ଥିବା ସ୍ଥାନକକ୍ସ୍ଟ ୟାତ୍ରା କଲେ। ଶାଉଲ ତାଙ୍କୁ ଅଭ୍ଯର୍ଥନା କଲେ, ସଦାପ୍ରଭୁ ତୁମ୍ଭକୁ ଆଶୀର୍ବାଦ କରନ୍ତକ୍ସ୍ଟ। ମୁ ସଦାପ୍ରଭୁଙ୍କ ଆଜ୍ଞା ମାନିଛି।
14 କିନ୍ତୁ ଶାମକ୍ସ୍ଟଯଲେ କହିଲେ, ତବେେ ଏହା କ'ଣ, ମୁ ଶକ୍ସ୍ଟଣିଅଛି? ମୁ କାହିଁକି ମଷେର ଭେଁ ଭେଁ ଶଦ୍ଦ ଶକ୍ସ୍ଟଣକ୍ସ୍ଟଅଛି ଏବଂ ଗାଈର ହମ୍ବାରବ ଶକ୍ସ୍ଟଣକ୍ସ୍ଟଛି?
15 ଶାଉଲ କହିଲେ, ସୈନ୍ଯମାନେ ସମାନଙ୍କେୁ ଅମାଲକେୀୟମାନଙ୍କଠାରୁ ଆଣିଛନ୍ତି। ସୈନ୍ଯମାନେ ଉତ୍ତମ ଗୋରୁ ଓ ମଷେମାନଙ୍କୁ ସଦାପ୍ରଭୁ ତୁମ୍ଭର ପରମେଶଓରଙ୍କୁ ବଳିଦବୋ ନିମନ୍ତେ ରଖିଲେ ଓ ଅନ୍ୟମାନଙ୍କୁ ବିନାଶ କଲେ।
16 ଶାମକ୍ସ୍ଟଯଲେ ଶାଉଲଙ୍କକ୍ସ୍ଟ କହିଲେ, କହିବା ବନ୍ଦ କର! ସଦାପ୍ରଭୁ ମାେତେ ଗଲା ରାତି ରେ ଯାହା କରିଛନ୍ତି ତାହା ମୁ ତୁମ୍ଭକୁ କହିବି। ଶାଉଲ ଉତ୍ତର ଦେଲେ, ମାେତେ କକ୍ସ୍ଟହ।
17 ଶାମକ୍ସ୍ଟଯଲେ କହିଲେ, ଅତୀତ ରେ ତୁମ୍ଭେ ନିଜକକ୍ସ୍ଟ ମକ୍ସ୍ଟଖ୍ଯ ବୋଲି ଭାବକ୍ସ୍ଟ ନ ଥିଲ। କିନ୍ତୁ ତା'ପରେ ତୁମ୍ଭେ ଇଶ୍ରାୟେଲ ପରିବାରବର୍ଗଗକ୍ସ୍ଟଡିକର ମୂଖ୍ଯ ହାଇେ ପାରିଲ। ସଦାପ୍ରଭୁ ତୁମ୍ଭକୁ ଇଶ୍ରାୟେଲର ରାଜା ଭାବେ ବାଛିଲେ।
18 ସଦାପ୍ରଭୁ ତୁମ୍ଭକୁ ୟକ୍ସ୍ଟଦ୍ଧ ୟାତ୍ରା ରେ ପଠାଇ କହିଲେ, 'ୟାଅ, ସହେି ଅମାଲକେୀଯ ପାପୀମାନଙ୍କୁ ହତ୍ଯା କର। ସମାନଙ୍କେୁ ସଐୂର୍ଣ୍ଣ ରୂପେ ଧ୍ବଂସ ନକରିବା ପର୍ୟ୍ଯନ୍ତ ତାଙ୍କ ସହ ୟକ୍ସ୍ଟଦ୍ଧ କର।'
19 କିନ୍ତୁ ତୁମ୍ଭେ ସଦାପ୍ରଭୁଙ୍କ ବାକ୍ଯ ଶକ୍ସ୍ଟଣିଲ ନାହିଁ କାହିଁକି? ତୁମ୍ଭେ ଚାହିଁଲ ସେ ଲକ୍ସ୍ଟଟଦ୍ରବ୍ଯ ଗକ୍ସ୍ଟଡିକ ରଖିବା ପାଇଁ ଯାହା ସଦାପ୍ରଭୁଙ୍କ ଦୃଷ୍ଟି ରେ ମନ୍ଦ ଅଟେ।
20 ଶାଉଲ କହିଲେ, ମୁ ସଦାପ୍ରଭୁଙ୍କ କଥା ମାନିଥିଲି, ସଦାପ୍ରଭୁ ମାେତେ ଯେଉଁଠାକକ୍ସ୍ଟ ପଠାଇ ଥିଲେ, ମୁ ସଠାେକକ୍ସ୍ଟ ୟାଇଥିଲି, ମୁ ସମସ୍ତ ଅମାଲକେୀଯମାନଙ୍କୁ ଧ୍ବଂସ କରିଥିଲି। ମୁ ଅମାଲକେୀଯ ରାଜାଙ୍କକ୍ସ୍ଟ ଆଣିଥିଲି ଓ ସମାନଙ୍କେୁ ଧ୍ବଂସ କଲି ା
21 ଏବଂ ସୈନ୍ଯମାନେ ଗିଲ୍ଗଲ ରେ ଉତ୍ତମ ମେଣ୍ତା ଓ ଗୋରୁମାନଙ୍କୁ ସଦାପ୍ରଭୁ ତକ୍ସ୍ଟମ୍ଭ ପରମେଶ୍ବରଙ୍କଠା ରେ ବଳିଦାନ ଦବୋ ପାଇଁ ରଖିଲେ।
22 କିନ୍ତୁ ଶାମକ୍ସ୍ଟଯଲେ ଉତ୍ତର ଦେଲେ, ସଦାପ୍ରଭୁଙ୍କୁ କ'ଣ ଅଧିକ ପ୍ରସନ୍ନ କଲ, ହାମବେଳି, ନବୈେଦ୍ଯ ନା ପରମେଶ୍ବରଙ୍କର ଆଦେଶଗକ୍ସ୍ଟଡିକ ପାଳନ କରିବା? ପରମେଶ୍ବର ହୃଷ୍ଟପୃଷ୍ଟ ମଷେର ବଳିଦାନଠାରକ୍ସ୍ଟ ତାଙ୍କର ଆଜ୍ଞାମାନକ୍ସ୍ଟ ଥିବା ଲୋକଠା ରେ ଅଧିକ ସନ୍ତକ୍ସ୍ଟଷ୍ଟ ହକ୍ସ୍ଟଅନ୍ତି।
23 ବିଦ୍ରୋହିତା ମନ୍ତ୍ରପାଠ ପାପତକ୍ସ୍ଟଲ୍ଯ ଓ ଅବାଧ୍ଯତା ଅବସ୍ତକ୍ସ୍ଟର ଓ ଠାକକ୍ସ୍ଟରମାନଙ୍କର ପୂଜାତକ୍ସ୍ଟଲ୍ଯ। ତୁମ୍ଭେ ସଦାପ୍ରଭୁଙ୍କ ବାକ୍ଯ ତକ୍ସ୍ଟଚ୍ଛ କରିଅଛ। ଏଥିପାଇଁ ସେ ମଧ୍ଯ ତୁମ୍ଭକୁ ରାଜା ହବୋ ପାଇଁ ତକ୍ସ୍ଟଚ୍ଛ କରିଅଛନ୍ତି।
24 ତା'ପରେ ଶାଉଲ ଶାମୁୟେଲଙ୍କୁ କହିଲେ, ମୁ ପାପ କରିଅଛି। କାରଣ ମୁ ସଦାପ୍ରଭୁଙ୍କ ଆଜ୍ଞା ଓ ତକ୍ସ୍ଟମ୍ଭ ଆଜ୍ଞା ଉଲ୍ଲଘଂନ କରିଅଛି। ମୁ ଲୋକମାନଙ୍କୁ ଭୟକରି ସମାନଙ୍କେ କଥା ଶକ୍ସ୍ଟଣିଲି।
25 ବର୍ତ୍ତମାନ ମୁ ମାେ ପାପ କ୍ଷମା କରିବାକୁ ଅନକ୍ସ୍ଟ ରୋଧ କରୁଛି, ଓ ମୁ ଯମେନ୍ତ ସଦାପ୍ରଭୁଙ୍କୁ ଉପାସନା କରିପା ରେ ଏଥିପାଇଁ ମାେ ସାଙ୍ଗ ରେ ଫରେିଆସ।
26 କିନ୍ତୁ ଶାମକ୍ସ୍ଟଯଲେ ଶାଉଲଙ୍କକ୍ସ୍ଟ କହିଲେ, ମୁ ତକ୍ସ୍ଟମ୍ଭ ସଙ୍ଗେ ଫରେି ୟିବି ନାହିଁ। କାରଣ ତୁମ୍ଭେ ସଦାପ୍ରଭୁଙ୍କ ବାକ୍ଯକକ୍ସ୍ଟ ଅବମାନନା କରିଅଛ ଓ ସଦାପ୍ରଭୁ ତୁମ୍ଭକୁ ଇଶ୍ରାୟେଲର ରାଜା ପାଇଁ ମନା କରିଅଛନ୍ତି।
27 ଯେତବେେଳେ ଶାମକ୍ସ୍ଟଯଲେ ଫରେିୟିବା ପାଇଁ ବାହାରନ୍ତେ, ସେ ତାହାଙ୍କ ଗ୍ଭଗୋର ଅଞ୍ଚଳ ଧରି ଟାଣିଲେ, ତହିଁରେ ତାହା ଚିରିଗଲା।
28 ଏଣୁ ଶାମକ୍ସ୍ଟଯଲେ ତାଙ୍କୁ କହିଲେ, ସଦାପ୍ରଭୁ ଆଜି ତକ୍ସ୍ଟମ୍ଭଠାରକ୍ସ୍ଟ ଇଶ୍ରାୟେଲର ରାଜତ୍ବ ତକ୍ସ୍ଟମ୍ଭଠାରକ୍ସ୍ଟ ନଇଗେଲେ ଓ ତକ୍ସ୍ଟମ୍ଭଠାରକ୍ସ୍ଟ ଜଣେ ଉତ୍ତମ ବ୍ଯକ୍ତିକକ୍ସ୍ଟ ଦେଲେ, ୟିଏକି ତୁମ୍ଭର ସାଙ୍ଗ। ଉତ୍ତମ ତୁମ୍ଭର ଏକ ପ୍ରତିବେଶୀକକ୍ସ୍ଟ ତାହା ଦେଲେ।
29 ସଦାପ୍ରଭୁ ହେଉଛନ୍ତି ଇଶ୍ରାୟେଲର ପରମେଶ୍ବର। ସଦାପ୍ରଭୁ ସବୁଦିନ ପାଇଁ ଏହିଠା ରେ ବାସ କରିବେ। ସଦାପ୍ରଭୁ ମିଛ କହନ୍ତି ନାହିଁ କି ସେ ତାଙ୍କର ମତ ପରିବର୍ତ୍ତନ କରନ୍ତି ନାହିଁ। ସଦାପ୍ରଭୁ ଜଣେ ବ୍ଯକ୍ତି ନକ୍ସ୍ଟହଁନ୍ତି ଯେ କି ତାଙ୍କର ମତ ବଦଳାଇ ଦବେେ।
30 ଶାଉଲ ଉତ୍ତର ଦେଲେ, ମୁ ପାପ କରିଅଛି, କିନ୍ତୁ ଇଶ୍ରାୟେଲର ଲୋକମାନଙ୍କ ଓ ପ୍ରାଚୀନବର୍ଗଙ୍କ ସମ୍ମକ୍ସ୍ଟଖ ରେ ମାରେ ସମ୍ମାନ ରଖିବା ପାଇଁ ମାେ ସହିତ ଫରେିଆସ। ମୁ ଯେପରି ସଦାପ୍ରଭୁ ତକ୍ସ୍ଟମ୍ଭ ପରମେଶ୍ବରଙ୍କ ଉପାସନା କରିବି, ଏଥିପାଇଁ ମାେ ସଙ୍ଗେ ଫରେି ଆସ।
31 ଶାମକ୍ସ୍ଟଯଲେ ଶାଉଲଙ୍କ ସହିତ ପରେିଯାନ୍ତେ ଶାଉଲ ସଦାପ୍ରଭୁଙ୍କୁ ଉପାସନା କଲେ।
32 ତା'ପରେ, ଅଗାଗ୍ ଲୌହ ଶିଙ୍କକ୍ସ୍ଟଳି ରେ ବନ୍ଧା ହାଇେ ତାଙ୍କ ଆଗକକ୍ସ୍ଟ ଅଣାଗଲା।
33 କିନ୍ତୁଶାମକ୍ସ୍ଟଯଲେ ଅଗାଗକକ୍ସ୍ଟ କହିଲେ, ତକ୍ସ୍ଟମ୍ଭ ଖଡ୍ଗ ଯମେନ୍ତ ସ୍ତ୍ରୀମାନଙ୍କୁ ସନ୍ତାନ ହିନ କରିଅଛି, ଯମେନ୍ତ ସ୍ତ୍ରୀମାନଙ୍କ ମଧିଅରେ ତୁମ୍ଭର ମାତା ସନ୍ତାନହିତ ହବେ। ତହକ୍ସ୍ଟଁ ଶାମକ୍ସ୍ଟଯଲେ ଗିଲ୍ଗଲ୍ ରେ ସଦାପ୍ରଭୁଙ୍କ ସମ୍ମକ୍ସ୍ଟଖ ରେ ଅଗାଗକକ୍ସ୍ଟ ଖଣ୍ତ ଖଣ୍ତ କରି ହାଣିଲେ।
34 ଏଥି ଉତ୍ତା ରେ ଶାମକ୍ସ୍ଟଯଲେ ରାମାକକ୍ସ୍ଟ ଗଲେ। ପକ୍ସ୍ଟଣି ଶାଉଲ ଗିବିଯା ସ୍ଥିତ ଆପଣା ଗୃହକକ୍ସ୍ଟ ଗଲେ।
10 Then came the word of the Lord unto Samuel, saying,
11 It repenteth me that I have set up Saul to be king: for he is turned back from following me, and hath not performed my commandments. And it grieved Samuel; and he cried unto the Lord all night.
12 And when Samuel rose early to meet Saul in the morning, it was told Samuel, saying, Saul came to Carmel, and, behold, he set him up a place, and is gone about, and passed on, and gone down to Gilgal.
13 And Samuel came to Saul: and Saul said unto him, Blessed be thou of the Lord: I have performed the commandment of the Lord.
14 And Samuel said, What meaneth then this bleating of the sheep in mine ears, and the lowing of the oxen which I hear?
15 And Saul said, They have brought them from the Amalekites: for the people spared the best of the sheep and of the oxen, to sacrifice unto the Lord thy God; and the rest we have utterly destroyed.
16 Then Samuel said unto Saul, Stay, and I will tell thee what the Lord hath said to me this night. And he said unto him, Say on.
17 And Samuel said, When thou wast little in thine own sight, wast thou not made the head of the tribes of Israel, and the Lord anointed thee king over Israel?
18 And the Lord sent thee on a journey, and said, Go and utterly destroy the sinners the Amalekites, and fight against them until they be consumed.
19 Wherefore then didst thou not obey the voice of the Lord, but didst fly upon the spoil, and didst evil in the sight of the Lord?
20 And Saul said unto Samuel, Yea, I have obeyed the voice of the Lord, and have gone the way which the Lord sent me, and have brought Agag the king of Amalek, and have utterly destroyed the Amalekites.
21 But the people took of the spoil, sheep and oxen, the chief of the things which should have been utterly destroyed, to sacrifice unto the Lord thy God in Gilgal.
22 And Samuel said, Hath the Lord as great delight in burnt offerings and sacrifices, as in obeying the voice of the Lord? Behold, to obey is better than sacrifice, and to hearken than the fat of rams.
23 For rebellion is as the sin of witchcraft, and stubbornness is as iniquity and idolatry. Because thou hast rejected the word of the Lord, he hath also rejected thee from being king.
24 And Saul said unto Samuel, I have sinned: for I have transgressed the commandment of the Lord, and thy words: because I feared the people, and obeyed their voice.
25 Now therefore, I pray thee, pardon my sin, and turn again with me, that I may worship the Lord.
26 And Samuel said unto Saul, I will not return with thee: for thou hast rejected the word of the Lord, and the Lord hath rejected thee from being king over Israel.
27 And as Samuel turned about to go away, he laid hold upon the skirt of his mantle, and it rent.
28 And Samuel said unto him, The Lord hath rent the kingdom of Israel from thee this day, and hath given it to a neighbour of thine, that is better than thou.
29 And also the Strength of Israel will not lie nor repent: for he is not a man, that he should repent.
30 Then he said, I have sinned: yet honour me now, I pray thee, before the elders of my people, and before Israel, and turn again with me, that I may worship the Lord thy God.
31 So Samuel turned again after Saul; and Saul worshipped the Lord.
32 Then said Samuel, Bring ye hither to me Agag the king of the Amalekites. And Agag came unto him delicately. And Agag said, Surely the bitterness of death is past.
33 And Samuel said, As thy sword hath made women childless, so shall thy mother be childless among women. And Samuel hewed Agag in pieces before the Lord in Gilgal.
34 Then Samuel went to Ramah; and Saul went up to his house to Gibeah of Saul.
1 Samuel 15 in Tamil and English
10 ଶାମକ୍ସ୍ଟଯଲେ ସଦାପ୍ରଭୁଙ୍କ ପାଖରକ୍ସ୍ଟ ଏକ ବାର୍ତ୍ତା ପାଇଲେ।
Then came the word of the Lord unto Samuel, saying,
11 ସଦାପ୍ରଭୁ କହିଲେ,ଶାଉଲ ମାେତେ ଅନକ୍ସ୍ଟସରଣ କରୁନାହିଁ। ତେଣୁ ଶାଉଲଙ୍କକ୍ସ୍ଟ ରାଜା କରିଥିବାରକ୍ସ୍ଟ ମୁ ଦକ୍ସ୍ଟଃଖିତ ଅଟେ। ସେ ମାରେ ଆଦେଶକକ୍ସ୍ଟ ଅବଜ୍ଞା କଲା। ଏଥି ରେ ଶାମକ୍ସ୍ଟଯଲେ କୋର୍ଧିତ ହେଲେ ଏବଂ ସଦାପ୍ରଭୁଙ୍କ ନିକଟରେ ସାରା ରାତି ଚିତ୍କାର କରି କାନ୍ଦିଲେ।
It repenteth me that I have set up Saul to be king: for he is turned back from following me, and hath not performed my commandments. And it grieved Samuel; and he cried unto the Lord all night.
12 ଶାମକ୍ସ୍ଟଯଲେ ତା'ପରଦିନ ପ୍ରତକ୍ସ୍ଟ୍ଯଷରକ୍ସ୍ଟ ଶାଉଲଙ୍କକ୍ସ୍ଟ ସାକ୍ଷାତ କରିବା ପାଇଁ ତାଙ୍କ ରାସ୍ତା ରେ ଗଲେ। ଲୋକମାନେ ଶାମୁୟେଲଙ୍କୁ କହିଲେ, ଶାଉଲ ୟିହକ୍ସ୍ଟଦାର କର୍ମିଲ୍ ସହରକକ୍ସ୍ଟ ଆସିଥିଲେ। ଶାଉଲ ସଠାେକକ୍ସ୍ଟ ତାଙ୍କ ସମ୍ମାନାର୍ଥେ ପ୍ରସ୍ତର ସ୍ତମ୍ଭ ନିର୍ମାଣ କରିବାକୁ ଗଲେ। ଶାଉଲ ସବୁଆଡେ ୟାତ୍ରା କରି ସାରିବା ପରେ ଗିଲଗଲ୍ ରେ ପହନ୍ଚିବେ।
And when Samuel rose early to meet Saul in the morning, it was told Samuel, saying, Saul came to Carmel, and, behold, he set him up a place, and is gone about, and passed on, and gone down to Gilgal.
13 ତେଣୁ ଶାମକ୍ସ୍ଟଯଲେ ଶାଉଲ ଥିବା ସ୍ଥାନକକ୍ସ୍ଟ ୟାତ୍ରା କଲେ। ଶାଉଲ ତାଙ୍କୁ ଅଭ୍ଯର୍ଥନା କଲେ, ସଦାପ୍ରଭୁ ତୁମ୍ଭକୁ ଆଶୀର୍ବାଦ କରନ୍ତକ୍ସ୍ଟ। ମୁ ସଦାପ୍ରଭୁଙ୍କ ଆଜ୍ଞା ମାନିଛି।
And Samuel came to Saul: and Saul said unto him, Blessed be thou of the Lord: I have performed the commandment of the Lord.
14 କିନ୍ତୁ ଶାମକ୍ସ୍ଟଯଲେ କହିଲେ, ତବେେ ଏହା କ'ଣ, ମୁ ଶକ୍ସ୍ଟଣିଅଛି? ମୁ କାହିଁକି ମଷେର ଭେଁ ଭେଁ ଶଦ୍ଦ ଶକ୍ସ୍ଟଣକ୍ସ୍ଟଅଛି ଏବଂ ଗାଈର ହମ୍ବାରବ ଶକ୍ସ୍ଟଣକ୍ସ୍ଟଛି?
And Samuel said, What meaneth then this bleating of the sheep in mine ears, and the lowing of the oxen which I hear?
15 ଶାଉଲ କହିଲେ, ସୈନ୍ଯମାନେ ସମାନଙ୍କେୁ ଅମାଲକେୀୟମାନଙ୍କଠାରୁ ଆଣିଛନ୍ତି। ସୈନ୍ଯମାନେ ଉତ୍ତମ ଗୋରୁ ଓ ମଷେମାନଙ୍କୁ ସଦାପ୍ରଭୁ ତୁମ୍ଭର ପରମେଶଓରଙ୍କୁ ବଳିଦବୋ ନିମନ୍ତେ ରଖିଲେ ଓ ଅନ୍ୟମାନଙ୍କୁ ବିନାଶ କଲେ।
And Saul said, They have brought them from the Amalekites: for the people spared the best of the sheep and of the oxen, to sacrifice unto the Lord thy God; and the rest we have utterly destroyed.
16 ଶାମକ୍ସ୍ଟଯଲେ ଶାଉଲଙ୍କକ୍ସ୍ଟ କହିଲେ, କହିବା ବନ୍ଦ କର! ସଦାପ୍ରଭୁ ମାେତେ ଗଲା ରାତି ରେ ଯାହା କରିଛନ୍ତି ତାହା ମୁ ତୁମ୍ଭକୁ କହିବି। ଶାଉଲ ଉତ୍ତର ଦେଲେ, ମାେତେ କକ୍ସ୍ଟହ।
Then Samuel said unto Saul, Stay, and I will tell thee what the Lord hath said to me this night. And he said unto him, Say on.
17 ଶାମକ୍ସ୍ଟଯଲେ କହିଲେ, ଅତୀତ ରେ ତୁମ୍ଭେ ନିଜକକ୍ସ୍ଟ ମକ୍ସ୍ଟଖ୍ଯ ବୋଲି ଭାବକ୍ସ୍ଟ ନ ଥିଲ। କିନ୍ତୁ ତା'ପରେ ତୁମ୍ଭେ ଇଶ୍ରାୟେଲ ପରିବାରବର୍ଗଗକ୍ସ୍ଟଡିକର ମୂଖ୍ଯ ହାଇେ ପାରିଲ। ସଦାପ୍ରଭୁ ତୁମ୍ଭକୁ ଇଶ୍ରାୟେଲର ରାଜା ଭାବେ ବାଛିଲେ।
And Samuel said, When thou wast little in thine own sight, wast thou not made the head of the tribes of Israel, and the Lord anointed thee king over Israel?
18 ସଦାପ୍ରଭୁ ତୁମ୍ଭକୁ ୟକ୍ସ୍ଟଦ୍ଧ ୟାତ୍ରା ରେ ପଠାଇ କହିଲେ, 'ୟାଅ, ସହେି ଅମାଲକେୀଯ ପାପୀମାନଙ୍କୁ ହତ୍ଯା କର। ସମାନଙ୍କେୁ ସଐୂର୍ଣ୍ଣ ରୂପେ ଧ୍ବଂସ ନକରିବା ପର୍ୟ୍ଯନ୍ତ ତାଙ୍କ ସହ ୟକ୍ସ୍ଟଦ୍ଧ କର।'
And the Lord sent thee on a journey, and said, Go and utterly destroy the sinners the Amalekites, and fight against them until they be consumed.
19 କିନ୍ତୁ ତୁମ୍ଭେ ସଦାପ୍ରଭୁଙ୍କ ବାକ୍ଯ ଶକ୍ସ୍ଟଣିଲ ନାହିଁ କାହିଁକି? ତୁମ୍ଭେ ଚାହିଁଲ ସେ ଲକ୍ସ୍ଟଟଦ୍ରବ୍ଯ ଗକ୍ସ୍ଟଡିକ ରଖିବା ପାଇଁ ଯାହା ସଦାପ୍ରଭୁଙ୍କ ଦୃଷ୍ଟି ରେ ମନ୍ଦ ଅଟେ।
Wherefore then didst thou not obey the voice of the Lord, but didst fly upon the spoil, and didst evil in the sight of the Lord?
20 ଶାଉଲ କହିଲେ, ମୁ ସଦାପ୍ରଭୁଙ୍କ କଥା ମାନିଥିଲି, ସଦାପ୍ରଭୁ ମାେତେ ଯେଉଁଠାକକ୍ସ୍ଟ ପଠାଇ ଥିଲେ, ମୁ ସଠାେକକ୍ସ୍ଟ ୟାଇଥିଲି, ମୁ ସମସ୍ତ ଅମାଲକେୀଯମାନଙ୍କୁ ଧ୍ବଂସ କରିଥିଲି। ମୁ ଅମାଲକେୀଯ ରାଜାଙ୍କକ୍ସ୍ଟ ଆଣିଥିଲି ଓ ସମାନଙ୍କେୁ ଧ୍ବଂସ କଲି ା
And Saul said unto Samuel, Yea, I have obeyed the voice of the Lord, and have gone the way which the Lord sent me, and have brought Agag the king of Amalek, and have utterly destroyed the Amalekites.
21 ଏବଂ ସୈନ୍ଯମାନେ ଗିଲ୍ଗଲ ରେ ଉତ୍ତମ ମେଣ୍ତା ଓ ଗୋରୁମାନଙ୍କୁ ସଦାପ୍ରଭୁ ତକ୍ସ୍ଟମ୍ଭ ପରମେଶ୍ବରଙ୍କଠା ରେ ବଳିଦାନ ଦବୋ ପାଇଁ ରଖିଲେ।
But the people took of the spoil, sheep and oxen, the chief of the things which should have been utterly destroyed, to sacrifice unto the Lord thy God in Gilgal.
22 କିନ୍ତୁ ଶାମକ୍ସ୍ଟଯଲେ ଉତ୍ତର ଦେଲେ, ସଦାପ୍ରଭୁଙ୍କୁ କ'ଣ ଅଧିକ ପ୍ରସନ୍ନ କଲ, ହାମବେଳି, ନବୈେଦ୍ଯ ନା ପରମେଶ୍ବରଙ୍କର ଆଦେଶଗକ୍ସ୍ଟଡିକ ପାଳନ କରିବା? ପରମେଶ୍ବର ହୃଷ୍ଟପୃଷ୍ଟ ମଷେର ବଳିଦାନଠାରକ୍ସ୍ଟ ତାଙ୍କର ଆଜ୍ଞାମାନକ୍ସ୍ଟ ଥିବା ଲୋକଠା ରେ ଅଧିକ ସନ୍ତକ୍ସ୍ଟଷ୍ଟ ହକ୍ସ୍ଟଅନ୍ତି।
And Samuel said, Hath the Lord as great delight in burnt offerings and sacrifices, as in obeying the voice of the Lord? Behold, to obey is better than sacrifice, and to hearken than the fat of rams.
23 ବିଦ୍ରୋହିତା ମନ୍ତ୍ରପାଠ ପାପତକ୍ସ୍ଟଲ୍ଯ ଓ ଅବାଧ୍ଯତା ଅବସ୍ତକ୍ସ୍ଟର ଓ ଠାକକ୍ସ୍ଟରମାନଙ୍କର ପୂଜାତକ୍ସ୍ଟଲ୍ଯ। ତୁମ୍ଭେ ସଦାପ୍ରଭୁଙ୍କ ବାକ୍ଯ ତକ୍ସ୍ଟଚ୍ଛ କରିଅଛ। ଏଥିପାଇଁ ସେ ମଧ୍ଯ ତୁମ୍ଭକୁ ରାଜା ହବୋ ପାଇଁ ତକ୍ସ୍ଟଚ୍ଛ କରିଅଛନ୍ତି।
For rebellion is as the sin of witchcraft, and stubbornness is as iniquity and idolatry. Because thou hast rejected the word of the Lord, he hath also rejected thee from being king.
24 ତା'ପରେ ଶାଉଲ ଶାମୁୟେଲଙ୍କୁ କହିଲେ, ମୁ ପାପ କରିଅଛି। କାରଣ ମୁ ସଦାପ୍ରଭୁଙ୍କ ଆଜ୍ଞା ଓ ତକ୍ସ୍ଟମ୍ଭ ଆଜ୍ଞା ଉଲ୍ଲଘଂନ କରିଅଛି। ମୁ ଲୋକମାନଙ୍କୁ ଭୟକରି ସମାନଙ୍କେ କଥା ଶକ୍ସ୍ଟଣିଲି।
And Saul said unto Samuel, I have sinned: for I have transgressed the commandment of the Lord, and thy words: because I feared the people, and obeyed their voice.
25 ବର୍ତ୍ତମାନ ମୁ ମାେ ପାପ କ୍ଷମା କରିବାକୁ ଅନକ୍ସ୍ଟ ରୋଧ କରୁଛି, ଓ ମୁ ଯମେନ୍ତ ସଦାପ୍ରଭୁଙ୍କୁ ଉପାସନା କରିପା ରେ ଏଥିପାଇଁ ମାେ ସାଙ୍ଗ ରେ ଫରେିଆସ।
Now therefore, I pray thee, pardon my sin, and turn again with me, that I may worship the Lord.
26 କିନ୍ତୁ ଶାମକ୍ସ୍ଟଯଲେ ଶାଉଲଙ୍କକ୍ସ୍ଟ କହିଲେ, ମୁ ତକ୍ସ୍ଟମ୍ଭ ସଙ୍ଗେ ଫରେି ୟିବି ନାହିଁ। କାରଣ ତୁମ୍ଭେ ସଦାପ୍ରଭୁଙ୍କ ବାକ୍ଯକକ୍ସ୍ଟ ଅବମାନନା କରିଅଛ ଓ ସଦାପ୍ରଭୁ ତୁମ୍ଭକୁ ଇଶ୍ରାୟେଲର ରାଜା ପାଇଁ ମନା କରିଅଛନ୍ତି।
And Samuel said unto Saul, I will not return with thee: for thou hast rejected the word of the Lord, and the Lord hath rejected thee from being king over Israel.
27 ଯେତବେେଳେ ଶାମକ୍ସ୍ଟଯଲେ ଫରେିୟିବା ପାଇଁ ବାହାରନ୍ତେ, ସେ ତାହାଙ୍କ ଗ୍ଭଗୋର ଅଞ୍ଚଳ ଧରି ଟାଣିଲେ, ତହିଁରେ ତାହା ଚିରିଗଲା।
And as Samuel turned about to go away, he laid hold upon the skirt of his mantle, and it rent.
28 ଏଣୁ ଶାମକ୍ସ୍ଟଯଲେ ତାଙ୍କୁ କହିଲେ, ସଦାପ୍ରଭୁ ଆଜି ତକ୍ସ୍ଟମ୍ଭଠାରକ୍ସ୍ଟ ଇଶ୍ରାୟେଲର ରାଜତ୍ବ ତକ୍ସ୍ଟମ୍ଭଠାରକ୍ସ୍ଟ ନଇଗେଲେ ଓ ତକ୍ସ୍ଟମ୍ଭଠାରକ୍ସ୍ଟ ଜଣେ ଉତ୍ତମ ବ୍ଯକ୍ତିକକ୍ସ୍ଟ ଦେଲେ, ୟିଏକି ତୁମ୍ଭର ସାଙ୍ଗ। ଉତ୍ତମ ତୁମ୍ଭର ଏକ ପ୍ରତିବେଶୀକକ୍ସ୍ଟ ତାହା ଦେଲେ।
And Samuel said unto him, The Lord hath rent the kingdom of Israel from thee this day, and hath given it to a neighbour of thine, that is better than thou.
29 ସଦାପ୍ରଭୁ ହେଉଛନ୍ତି ଇଶ୍ରାୟେଲର ପରମେଶ୍ବର। ସଦାପ୍ରଭୁ ସବୁଦିନ ପାଇଁ ଏହିଠା ରେ ବାସ କରିବେ। ସଦାପ୍ରଭୁ ମିଛ କହନ୍ତି ନାହିଁ କି ସେ ତାଙ୍କର ମତ ପରିବର୍ତ୍ତନ କରନ୍ତି ନାହିଁ। ସଦାପ୍ରଭୁ ଜଣେ ବ୍ଯକ୍ତି ନକ୍ସ୍ଟହଁନ୍ତି ଯେ କି ତାଙ୍କର ମତ ବଦଳାଇ ଦବେେ।
And also the Strength of Israel will not lie nor repent: for he is not a man, that he should repent.
30 ଶାଉଲ ଉତ୍ତର ଦେଲେ, ମୁ ପାପ କରିଅଛି, କିନ୍ତୁ ଇଶ୍ରାୟେଲର ଲୋକମାନଙ୍କ ଓ ପ୍ରାଚୀନବର୍ଗଙ୍କ ସମ୍ମକ୍ସ୍ଟଖ ରେ ମାରେ ସମ୍ମାନ ରଖିବା ପାଇଁ ମାେ ସହିତ ଫରେିଆସ। ମୁ ଯେପରି ସଦାପ୍ରଭୁ ତକ୍ସ୍ଟମ୍ଭ ପରମେଶ୍ବରଙ୍କ ଉପାସନା କରିବି, ଏଥିପାଇଁ ମାେ ସଙ୍ଗେ ଫରେି ଆସ।
Then he said, I have sinned: yet honour me now, I pray thee, before the elders of my people, and before Israel, and turn again with me, that I may worship the Lord thy God.
31 ଶାମକ୍ସ୍ଟଯଲେ ଶାଉଲଙ୍କ ସହିତ ପରେିଯାନ୍ତେ ଶାଉଲ ସଦାପ୍ରଭୁଙ୍କୁ ଉପାସନା କଲେ।
So Samuel turned again after Saul; and Saul worshipped the Lord.
32 ତା'ପରେ, ଅଗାଗ୍ ଲୌହ ଶିଙ୍କକ୍ସ୍ଟଳି ରେ ବନ୍ଧା ହାଇେ ତାଙ୍କ ଆଗକକ୍ସ୍ଟ ଅଣାଗଲା।
Then said Samuel, Bring ye hither to me Agag the king of the Amalekites. And Agag came unto him delicately. And Agag said, Surely the bitterness of death is past.
33 କିନ୍ତୁଶାମକ୍ସ୍ଟଯଲେ ଅଗାଗକକ୍ସ୍ଟ କହିଲେ, ତକ୍ସ୍ଟମ୍ଭ ଖଡ୍ଗ ଯମେନ୍ତ ସ୍ତ୍ରୀମାନଙ୍କୁ ସନ୍ତାନ ହିନ କରିଅଛି, ଯମେନ୍ତ ସ୍ତ୍ରୀମାନଙ୍କ ମଧିଅରେ ତୁମ୍ଭର ମାତା ସନ୍ତାନହିତ ହବେ। ତହକ୍ସ୍ଟଁ ଶାମକ୍ସ୍ଟଯଲେ ଗିଲ୍ଗଲ୍ ରେ ସଦାପ୍ରଭୁଙ୍କ ସମ୍ମକ୍ସ୍ଟଖ ରେ ଅଗାଗକକ୍ସ୍ଟ ଖଣ୍ତ ଖଣ୍ତ କରି ହାଣିଲେ।
And Samuel said, As thy sword hath made women childless, so shall thy mother be childless among women. And Samuel hewed Agag in pieces before the Lord in Gilgal.
34 ଏଥି ଉତ୍ତା ରେ ଶାମକ୍ସ୍ଟଯଲେ ରାମାକକ୍ସ୍ଟ ଗଲେ। ପକ୍ସ୍ଟଣି ଶାଉଲ ଗିବିଯା ସ୍ଥିତ ଆପଣା ଗୃହକକ୍ସ୍ଟ ଗଲେ।
Then Samuel went to Ramah; and Saul went up to his house to Gibeah of Saul.