1 Thessalonians 5:22 in Oriya

Oriya Oriya Bible 1 Thessalonians 1 Thessalonians 5 1 Thessalonians 5:22

1 Thessalonians 5:22
ସମସ୍ତ ପ୍ରକାରର ମନ୍ଦଠାରୁ ଦୂର ରେ ରୁହ।

1 Thessalonians 5:211 Thessalonians 51 Thessalonians 5:23

1 Thessalonians 5:22 in Other Translations

King James Version (KJV)
Abstain from all appearance of evil.

American Standard Version (ASV)
abstain from every form of evil.

Bible in Basic English (BBE)
Keep from every form of evil.

Darby English Bible (DBY)
hold aloof from every form of wickedness.

World English Bible (WEB)
Abstain from every form of evil.

Young's Literal Translation (YLT)
from all appearance of evil abstain ye;

Abstain
ἀπὸapoah-POH
from
παντὸςpantospahn-TOSE
all
εἴδουςeidousEE-thoos
appearance
πονηροῦponēroupoh-nay-ROO
of
evil.
ἀπέχεσθεapechestheah-PAY-hay-sthay

Cross Reference

Philippians 4:8
ଭାଇ ଓ ଭଉଣୀମାନେ ! ଯାହା ସତ୍ଯ, ସମ୍ମାନଜନକ, ଯଥାର୍ଥ, ଶୁଦ୍ଧ, ଆଦରଣୀୟ, ପ୍ରୀତିଭାଜନ ଓ କୌଣସି ସଦ୍ ଗୁଣ ଓ ପ୍ରଶଂସାର ଥାଏ, ସହେି ବିଷୟଗୁଡ଼ିକରେ ମନୋୟୋଗ କର।

1 Corinthians 10:31
ଅତଏବ, ଯେତବେେଳେ ତୁମ୍ଭମାନେେ ଖାଅ, ପିଅ ବା ଅନ୍ୟ ଯାହା କିଛି କର, ପରମେଶ୍ବରଙ୍କ ମହିମା ପାଇଁ କରିବା ଉଚିତ୍।

2 Corinthians 6:3
ଆମ୍ଭ କାମ ରେ ଲୋକେ ନିନ୍ଦା କରନ୍ତୁ, ଏହା ଆମ୍ଭେ ଇଚ୍ଚା କରୁ ନାହୁଁ। ସେଥିପାଇଁ ଆମ୍ଭେ କୌଣସି ଏପରି କାମ କରିବା ନାହିଁ ଯାହା ଅନ୍ୟମାନଙ୍କ ପାଇଁ ସମସ୍ଯା ସୃଷ୍ଟି କରିବ।

1 Corinthians 8:13
ଯଦି ମାରେ ମାଂସ ଖାଇବା ଦ୍ବାରା ମାେ ଭାଇ ପାପରେ ପଡ଼ିବ, ତା' ହେଲେ ମୁଁ ଭବିଷ୍ଯତ ରେ ଆଉ ମାଂସ ଖାଇବି ନାହିଁ। ଏପ୍ରକା ରେ ମୁଁ ମାେ ଭାଇର ବିଘ୍ନର କାରଣ ହବେି ନାହିଁ।

Romans 12:17
ମନ୍ଦ ପ୍ରତିବଦଳ ରେ କାହାରି ପ୍ରତି ମନ୍ଦ କର ନାହିଁ। ଯାହାକୁ ସବୁ ଲୋକ ଭଲ ବୋଲି ଚିନ୍ତା କରନ୍ତି ସହେିଭଳି କାମ କରିବା ତୁମ୍ଭର ଲକ୍ଷ ହେଉ।

Jude 1:23
ଅନ୍ୟ ଲୋକମାନଙ୍କୁ ରକ୍ଷାକର। ସହେି ଲୋକମାନଙ୍କୁ ଅଗ୍ନିରୁ ଟାଣି ଆଣ। କିନ୍ତୁ ତୁମ୍ଭେ ଅନ୍ୟ ପାପୀମାନଙ୍କୁ ଦୟା ଦଖାଇବୋ ବେଳେ ସାବଧାନ ରେ ରୁହ। ପାପରେ କଳଙ୍କିତ ହାଇେଥିବା ସମାନଙ୍କେର ଲୁଗାପଟାକୁ ମଧ୍ଯ ଘୃଣା କର।

1 Thessalonians 4:12
ଯେଉଁମାନେ ବିଶ୍ବାସ କରନ୍ତି ନାହିଁ, ସମାନେେ ମଧ୍ଯ, ଏପରି କାମ କରିବା ଓ ଜୀବନଯାପନ ଦେଖି ତୁମ୍ଭମାନଙ୍କୁ ସମ୍ମାନ ଦବେେ। ତୁମ୍ଭମାନଙ୍କୁ ମଧ୍ଯ ନିଜ ଆବଶ୍ଯକତାଗୁଡ଼ିକ ପାଇଁ ଅନ୍ୟ ଲୋକମାନଙ୍କ ଉପରେ ନିର୍ଭର କରିବାକୁ ପଡ଼ିବ ନାହିଁ।

2 Corinthians 8:20
ଏହି ବହୁ ପରିମାଣର ଧନ ଦାନକୁ ଆମ୍ଭେ ଯେଉଁ ଭାବରେ ନେଉଛୁ, ତା'ପାଇଁ ଲୋକେ ଯେପରି ଆମ୍ଭର ସମାଲୋଚନା ନ କରିବେ, ଏ ବିଷୟ ରେ ଆମ୍ଭେ ସାବଧାନ ଅଛୁ।

Matthew 17:26
ପିତର ଉତ୍ତର ଦେଲେ, ରାଜାମାନେ ଅନ୍ୟମାନଙ୍କର ସନ୍ତାନ ସନ୍ତତିଙ୍କଠାରୁ କର ଆଦାୟ କରନ୍ତି। ଯୀଶୁ ତାହାଙ୍କୁ କହିଲେ, ତାର ଅର୍ଥ ରାଜାଙ୍କ ସନ୍ତାନମାନଙ୍କୁ କର ଦବୋକୁ ପଡ଼ନୋହିଁ।

Isaiah 33:15
ଯେଉଁ ଲୋକମାନେ ଧର୍ମ ପଥରେ ଚାଲନ୍ତି ଓ ସରଳ କଥା କୁହନ୍ତି, ସମାନେେ ଉପଦ୍ରବକାଳ ଲାଭ ତୁଚ୍ଛ କରନ୍ତି। ଲାଞ୍ଚ ଧରିବା ବିଷଯରୁ ଆପଣା ହାତ ଝାଡ଼ି ଦିଅନ୍ତି। ରକ୍ତପାତ କଥା ଶ୍ରବଣରୁ ଆପଣା କର୍ଣ୍ଣ ରୋଧ କରନ୍ତି ଓ ଦୁଷ୍କର୍ମ ଦର୍ଶନରୁ ଚକ୍ଷୁ ମୁଦ୍ରିତ କରନ୍ତି।

Exodus 23:7
କୌଣସି ଲୋକକୁ ଅଯଥା ବଦ୍ନାମ କର ନାହିଁ। ତା ନାମ ରେ ମିଥ୍ଯା ଦାବି କର ନାହିଁ। କୌଣସି ନିରୀହ ଲୋକକୁ ଅନ୍ଯାଯ ରେ ସେ ନ କରିଥିବା କର୍ମ ପାଇଁ ଦଣ୍ଡ ଦିଅ ନାହିଁ। ଯଦି କୌଣସି ଲୋକ ଏକ ନିରୀହ ଲୋକକୁ ହତ୍ଯା କରିଥାଏ ତବେେ ମୁଁ ତାକୁ କ୍ଷମା ଦବେି ନାହିଁ।