1 Timothy 4
6 ସଠାେରେ ଥିବା ଭାଇ ଓ ଭଉଣୀମାନଙ୍କୁ ଏ କଥା କୁହ। ଏପରି କରିବା ଦ୍ବାରା ତୁମ୍ଭେ ଖ୍ରୀଷ୍ଟ ଯୀଶୁଙ୍କର ଭଲ ସବେକ ବୋଲି ପ୍ରମାଣିତ ହବେ। ତୁମ୍ଭେ ପ୍ରମାଣ କରିବ ଯେ ତୁମ୍ଭେ ଅନୁସରଣ କରିଥିବା ବିଶ୍ବାସର ଶିକ୍ଷାଗୁଡ଼ିକ ଦ୍ବାରା ଶକ୍ତିଶାଳୀ ହାଇେଛ।
7 ପରମେଶ୍ବରଙ୍କ ସତ୍ଯ ସହିତ ମଳେ ନ ଖାଉଥିବା ନିର୍ବୋଧ କାହାଣୀମାନ ଲୋକେ କୁହନ୍ତି। ଏଭଳି କାହାଣୀଗୁଡ଼ିକୁ ପାଳନ କର ନାହିଁ। କିନ୍ତୁ ତୁମ୍ଭେ ପ୍ରକୃତ ଭାବରେ ପରମେଶ୍ବରଙ୍କୁ ସବୋ କରିବା ଲାଗି ନିଜକୁ ଶିକ୍ଷିତ କର।
8 ନିଜ ଶରୀର ସାଧନା ଅନକୋଂଶ ରେ ତୁମ୍ଭକୁ ସାହାୟ୍ଯ କରେ। କିନ୍ତୁ ପରମେଶ୍ବରଙ୍କ ଉପାସନା କରିବା ଦ୍ବାରା ତାହା ସମସ୍ତ ବିଷୟ ରେ ତୁମ୍ଭକୁ ସାହାୟ୍ଯ କରେ। ଏହା ବର୍ତ୍ତମାନର ଜୀବନ ରେ ଓ ଭବିଷ୍ଯତ ରେ ଜୀବନ ରେ ମଧ୍ଯ ତୁମ୍ଭ ପାଇଁ ଆଶୀର୍ବାଦ ଆଣେ।
9 ମୁଁ ଯାହା କହୁଛି ତାହା ସତ୍ଯ, ଓ ତୁମ୍ଭେ ଏହାକୁ ପୂର୍ଣ୍ଣ ଭାବରେ ଗ୍ରହଣ କରିବା ଉଚିତ।
10 ଏଥିପାଇଁ ଆମ୍ଭେ କାମ ଓ ସଂଘର୍ଷ କରୁଛୁ ; ଆମ୍ଭେ ଜୀବିତ ପରମେଶ୍ବରଙ୍କଠା ରେ ଭରସା ରଖିଥାଉ। ସେ ସମସ୍ତ ଲୋକଙ୍କର ଏବଂ ବିଶଷେ ଭାବରେ, ଯେଉଁ ଲୋକମାନେ ତାହାଙ୍କୁ ବିଶ୍ବାସ କରନ୍ତି ସମାନଙ୍କେର ତ୍ରାଣକର୍ତ୍ତା।
11 ଏହି କଥାଗୁଡ଼ିକ ଶିକ୍ଷା ଦିଅ।
12 ତୁମ୍ଭେ ୟୁବକ, କିନ୍ତୁ କହେି ତୁମ୍ଭକୁ ଯେପରି ତୁଚ୍ଛ ବୋଲି ଭାବି ତୁମ୍ଭ ସହିତ କୁବ୍ଯବହାର ନ କରେ। ବିଶ୍ବାସୀମାନଙ୍କ ପାଇଁ, ସମାନେେ କିପରି ରହିବା କଥା ତାହା ଦଖାଇବୋକୁ ତୁମ୍ଭେ ଆଦର୍ଶବାନ ହୁଅ। ତୁମ୍ଭର କଥା ଓ ଜୀବନ ପ୍ରଣାଳୀ ପ୍ ରମେ, ବିଶ୍ବାସ, ପବିତ୍ର ଜୀବନ ଦ୍ବାରା ତୁମ୍ଭେ ସମାନଙ୍କେୁ ତାହା ଦଖାଇେ ଦିଅ।
13 ଲୋକମାନଙ୍କ ନିକଟରେ ଶାସ୍ତ୍ର ପଢ଼ି ଶୁଣାଇବା ଜାରି ରଖ। ବଳ (ଆତ୍ମିକ) ଓ ବୃଦ୍ଧି ପାଇବାକୁ ସମାନଙ୍କେୁ ସାହାୟ୍ଯ କର। ସମାନଙ୍କେୁ ଉପଦେଶ ଦବୋ କାର୍ୟ୍ଯ ଜାରି ରଖ ଏବଂ ମୁଁ ଆସିବା ପର୍ୟ୍ଯନ୍ତ ଏପରି କରୁଥାଅ।
14 ତୁମ୍ଭ ଭିତ ରେ ଯେଉଁ ଅନୁଗ୍ରହ ଦାନଟି ଅଛି, ତାହାକୁ ବ୍ଯବହାର କରିବା ରେ ଅବ ହଳୋ କର ନାହିଁ। ଭବିଷ୍ଯଦ୍ ବାଣୀ ମାଧ୍ଯମ ରେ ଯେତବେେଳେ ପ୍ରାଚୀନମାନଙ୍କର ଦଳ ତୁମ୍ଭ ଉପରେ ହାତ ରଖିଲେ, ସେତବେେଳେ ସହେି ଅନୁଗ୍ରହ ଦାନ ତୁମ୍ଭକୁ ଦିଆ ଯାଇଥିଲା।
15 ସଗେୁଡ଼ିକ କରୁଥାଅ। ଉକ୍ତ କାମଗୁଡ଼ିକୁ କରିବା ପାଇଁ ଜୀବନକୁ ଉତ୍ସର୍ଗ କର। ତହିଁରେ ସବୁ ଲୋକେ ଦେଖିବେ ଯେ, ତୁମ୍ଭ୍ କାମ ରେ ଉନ୍ନତି ହେଉଛି ଓ ଚାଲିଛି।
6 If thou put the brethren in remembrance of these things, thou shalt be a good minister of Jesus Christ, nourished up in the words of faith and of good doctrine, whereunto thou hast attained.
7 But refuse profane and old wives’ fables, and exercise thyself rather unto godliness.
8 For bodily exercise profiteth little: but godliness is profitable unto all things, having promise of the life that now is, and of that which is to come.
9 This is a faithful saying and worthy of all acceptation.
10 For therefore we both labour and suffer reproach, because we trust in the living God, who is the Saviour of all men, specially of those that believe.
11 These things command and teach.
12 Let no man despise thy youth; but be thou an example of the believers, in word, in conversation, in charity, in spirit, in faith, in purity.
13 Till I come, give attendance to reading, to exhortation, to doctrine.
14 Neglect not the gift that is in thee, which was given thee by prophecy, with the laying on of the hands of the presbytery.
15 Meditate upon these things; give thyself wholly to them; that thy profiting may appear to all.
1 Timothy 4 in Tamil and English
6 ସଠାେରେ ଥିବା ଭାଇ ଓ ଭଉଣୀମାନଙ୍କୁ ଏ କଥା କୁହ। ଏପରି କରିବା ଦ୍ବାରା ତୁମ୍ଭେ ଖ୍ରୀଷ୍ଟ ଯୀଶୁଙ୍କର ଭଲ ସବେକ ବୋଲି ପ୍ରମାଣିତ ହବେ। ତୁମ୍ଭେ ପ୍ରମାଣ କରିବ ଯେ ତୁମ୍ଭେ ଅନୁସରଣ କରିଥିବା ବିଶ୍ବାସର ଶିକ୍ଷାଗୁଡ଼ିକ ଦ୍ବାରା ଶକ୍ତିଶାଳୀ ହାଇେଛ।
If thou put the brethren in remembrance of these things, thou shalt be a good minister of Jesus Christ, nourished up in the words of faith and of good doctrine, whereunto thou hast attained.
7 ପରମେଶ୍ବରଙ୍କ ସତ୍ଯ ସହିତ ମଳେ ନ ଖାଉଥିବା ନିର୍ବୋଧ କାହାଣୀମାନ ଲୋକେ କୁହନ୍ତି। ଏଭଳି କାହାଣୀଗୁଡ଼ିକୁ ପାଳନ କର ନାହିଁ। କିନ୍ତୁ ତୁମ୍ଭେ ପ୍ରକୃତ ଭାବରେ ପରମେଶ୍ବରଙ୍କୁ ସବୋ କରିବା ଲାଗି ନିଜକୁ ଶିକ୍ଷିତ କର।
But refuse profane and old wives’ fables, and exercise thyself rather unto godliness.
8 ନିଜ ଶରୀର ସାଧନା ଅନକୋଂଶ ରେ ତୁମ୍ଭକୁ ସାହାୟ୍ଯ କରେ। କିନ୍ତୁ ପରମେଶ୍ବରଙ୍କ ଉପାସନା କରିବା ଦ୍ବାରା ତାହା ସମସ୍ତ ବିଷୟ ରେ ତୁମ୍ଭକୁ ସାହାୟ୍ଯ କରେ। ଏହା ବର୍ତ୍ତମାନର ଜୀବନ ରେ ଓ ଭବିଷ୍ଯତ ରେ ଜୀବନ ରେ ମଧ୍ଯ ତୁମ୍ଭ ପାଇଁ ଆଶୀର୍ବାଦ ଆଣେ।
For bodily exercise profiteth little: but godliness is profitable unto all things, having promise of the life that now is, and of that which is to come.
9 ମୁଁ ଯାହା କହୁଛି ତାହା ସତ୍ଯ, ଓ ତୁମ୍ଭେ ଏହାକୁ ପୂର୍ଣ୍ଣ ଭାବରେ ଗ୍ରହଣ କରିବା ଉଚିତ।
This is a faithful saying and worthy of all acceptation.
10 ଏଥିପାଇଁ ଆମ୍ଭେ କାମ ଓ ସଂଘର୍ଷ କରୁଛୁ ; ଆମ୍ଭେ ଜୀବିତ ପରମେଶ୍ବରଙ୍କଠା ରେ ଭରସା ରଖିଥାଉ। ସେ ସମସ୍ତ ଲୋକଙ୍କର ଏବଂ ବିଶଷେ ଭାବରେ, ଯେଉଁ ଲୋକମାନେ ତାହାଙ୍କୁ ବିଶ୍ବାସ କରନ୍ତି ସମାନଙ୍କେର ତ୍ରାଣକର୍ତ୍ତା।
For therefore we both labour and suffer reproach, because we trust in the living God, who is the Saviour of all men, specially of those that believe.
11 ଏହି କଥାଗୁଡ଼ିକ ଶିକ୍ଷା ଦିଅ।
These things command and teach.
12 ତୁମ୍ଭେ ୟୁବକ, କିନ୍ତୁ କହେି ତୁମ୍ଭକୁ ଯେପରି ତୁଚ୍ଛ ବୋଲି ଭାବି ତୁମ୍ଭ ସହିତ କୁବ୍ଯବହାର ନ କରେ। ବିଶ୍ବାସୀମାନଙ୍କ ପାଇଁ, ସମାନେେ କିପରି ରହିବା କଥା ତାହା ଦଖାଇବୋକୁ ତୁମ୍ଭେ ଆଦର୍ଶବାନ ହୁଅ। ତୁମ୍ଭର କଥା ଓ ଜୀବନ ପ୍ରଣାଳୀ ପ୍ ରମେ, ବିଶ୍ବାସ, ପବିତ୍ର ଜୀବନ ଦ୍ବାରା ତୁମ୍ଭେ ସମାନଙ୍କେୁ ତାହା ଦଖାଇେ ଦିଅ।
Let no man despise thy youth; but be thou an example of the believers, in word, in conversation, in charity, in spirit, in faith, in purity.
13 ଲୋକମାନଙ୍କ ନିକଟରେ ଶାସ୍ତ୍ର ପଢ଼ି ଶୁଣାଇବା ଜାରି ରଖ। ବଳ (ଆତ୍ମିକ) ଓ ବୃଦ୍ଧି ପାଇବାକୁ ସମାନଙ୍କେୁ ସାହାୟ୍ଯ କର। ସମାନଙ୍କେୁ ଉପଦେଶ ଦବୋ କାର୍ୟ୍ଯ ଜାରି ରଖ ଏବଂ ମୁଁ ଆସିବା ପର୍ୟ୍ଯନ୍ତ ଏପରି କରୁଥାଅ।
Till I come, give attendance to reading, to exhortation, to doctrine.
14 ତୁମ୍ଭ ଭିତ ରେ ଯେଉଁ ଅନୁଗ୍ରହ ଦାନଟି ଅଛି, ତାହାକୁ ବ୍ଯବହାର କରିବା ରେ ଅବ ହଳୋ କର ନାହିଁ। ଭବିଷ୍ଯଦ୍ ବାଣୀ ମାଧ୍ଯମ ରେ ଯେତବେେଳେ ପ୍ରାଚୀନମାନଙ୍କର ଦଳ ତୁମ୍ଭ ଉପରେ ହାତ ରଖିଲେ, ସେତବେେଳେ ସହେି ଅନୁଗ୍ରହ ଦାନ ତୁମ୍ଭକୁ ଦିଆ ଯାଇଥିଲା।
Neglect not the gift that is in thee, which was given thee by prophecy, with the laying on of the hands of the presbytery.
15 ସଗେୁଡ଼ିକ କରୁଥାଅ। ଉକ୍ତ କାମଗୁଡ଼ିକୁ କରିବା ପାଇଁ ଜୀବନକୁ ଉତ୍ସର୍ଗ କର। ତହିଁରେ ସବୁ ଲୋକେ ଦେଖିବେ ଯେ, ତୁମ୍ଭ୍ କାମ ରେ ଉନ୍ନତି ହେଉଛି ଓ ଚାଲିଛି।
Meditate upon these things; give thyself wholly to them; that thy profiting may appear to all.