2 Samuel 15:10
ଅବଶା ଲୋମ ଇଶ୍ରାୟେଲର ଗ୍ଭରିଆଡେ ଲୋକ ପଠାଇ ଥିଲେ, ତୁମ୍ଭମାନେେ ତୂରୀଧ୍ବନି ଶକ୍ସ୍ଟଣିବା ମାତ୍ ରେ ତୁମ୍ଭମାନେେ ଘାଷେଣା କର ଅବଶାଲୋମ ହିବ୍ରୋଣର ରାଜା ହାଇେଛନ୍ତି।'
2 Samuel 15:10 in Other Translations
King James Version (KJV)
But Absalom sent spies throughout all the tribes of Israel, saying, As soon as ye hear the sound of the trumpet, then ye shall say, Absalom reigneth in Hebron.
American Standard Version (ASV)
But Absalom sent spies throughout all the tribes of Israel, saying, As soon as ye hear the sound of the trumpet, then ye shall say, Absalom is king in Hebron.
Bible in Basic English (BBE)
But Absalom at the same time sent watchers through all the tribes of Israel to say, At the sound of the horn you are to say, Absalom is king in Hebron.
Darby English Bible (DBY)
And Absalom sent emissaries into all the tribes of Israel, saying, When ye hear the sound of the trumpet, ye shall say, Absalom reigns in Hebron.
Webster's Bible (WBT)
But Absalom sent spies throughout all the tribes of Israel, saying, As soon as ye hear the sound of the trumpet, then ye shall say, Absalom reigneth in Hebron.
World English Bible (WEB)
But Absalom sent spies throughout all the tribes of Israel, saying, As soon as you hear the sound of the trumpet, then you shall say, Absalom is king in Hebron.
Young's Literal Translation (YLT)
and Absalom sendeth spies through all the tribes of Israel, saying, `At your hearing the voice of the trumpet, then ye have said, Absalom hath reigned in Hebron.'
| But Absalom | וַיִּשְׁלַ֤ח | wayyišlaḥ | va-yeesh-LAHK |
| sent | אַבְשָׁלוֹם֙ | ʾabšālôm | av-sha-LOME |
| spies | מְרַגְּלִ֔ים | mĕraggĕlîm | meh-ra-ɡeh-LEEM |
| throughout all | בְּכָל | bĕkāl | beh-HAHL |
| tribes the | שִׁבְטֵ֥י | šibṭê | sheev-TAY |
| of Israel, | יִשְׂרָאֵ֖ל | yiśrāʾēl | yees-ra-ALE |
| saying, | לֵאמֹ֑ר | lēʾmōr | lay-MORE |
| hear ye as soon As | כְּשָׁמְעֲכֶם֙ | kĕšomʿăkem | keh-shome-uh-HEM |
| אֶת | ʾet | et | |
| the sound | ק֣וֹל | qôl | kole |
| trumpet, the of | הַשֹּׁפָ֔ר | haššōpār | ha-shoh-FAHR |
| say, shall ye then | וַֽאֲמַרְתֶּ֕ם | waʾămartem | va-uh-mahr-TEM |
| Absalom | מָלַ֥ךְ | mālak | ma-LAHK |
| reigneth | אַבְשָׁל֖וֹם | ʾabšālôm | av-sha-LOME |
| in Hebron. | בְּחֶבְרֽוֹן׃ | bĕḥebrôn | beh-hev-RONE |
Cross Reference
2 Samuel 2:1
ଏହାପରେ ଦାଉଦ ସଦାପ୍ରଭୁଙ୍କ ନିକଟରେ ପଚାରିଲେ, ମୁ କ'ଣ ୟିହକ୍ସ୍ଟଦାର କୌଣସି ଏକ ନଗରକକ୍ସ୍ଟ ନିଯନ୍ତ୍ରଣ କରିବାକୁ ୟିବି?
Job 20:5
ଏହା ସତ୍ଯ ବହୁ ସମୟରୁ ଯେ ତବେଳଠାରୁେ ଆଦମ ଏ ପୃଥିବୀ ରେ ରଖାୟାଇଥିଲା। ଯେଉଁ ବ୍ଯକ୍ତି ପରମେଶ୍ବରଙ୍କ ବିନା ବାସ କରେ, ସେ ଲୋକର ଆନନ୍ଦ କ୍ଷଣସ୍ଥାଯୀ ଅଟେ।
1 Chronicles 12:38
ସହେି ସମସ୍ତ ଲୋକମାନେ ସାହସୀ ସୈନ୍ଯ ଥିଲେ। ସମାନେେ ସମ୍ପୂର୍ଣ୍ଣ ଏକମତ ହାଇେ ଦାଉଦଙ୍କୁ ଇଶ୍ରାୟେଲର ରାଜା କରିବା ନିମନ୍ତେ ହିବ୍ରୋଣ ସହରକୁ ଆସିଥିଲେ। ଇଶ୍ରାୟେଲର ଅବଶିଷ୍ଟ ସମସ୍ତ ଲୋକ ମଧ୍ଯ ଦାଉଦଙ୍କୁ ରାଜା କରିବା ନିମନ୍ତେ ସମ୍ମତ ହାଇେଥିଲେ।
1 Chronicles 12:23
ହିବ୍ରୋଣ ସହର ରେ ଦାଉଦଙ୍କ ନିକଟକୁ ଆସିଥିବା ଲୋକମାନଙ୍କର ସଂଖ୍ଯା ଏହିପରି ଥିଲା। ଏହି ଲୋକମାନେ ୟୁଦ୍ଧ ନିମନ୍ତେ ସଦା ପ୍ରସ୍ତୁତ ଥିଲେ। ସମାନେେ ଶାଉଲଙ୍କ ରାଜ୍ଯକୁ ଦାଉଦଙ୍କ ହସ୍ତ ରେ ଅର୍ପଣ କରିବାକୁ ଆସିଥିଲେ। ଏହା ହିଁ ଘଟିବ ବୋଲି ସଦାପ୍ରଭୁ କହିଥିଲେ। ସମାନଙ୍କେ ସଂଖ୍ଯା ଏହିପରି ଥିଲା।
1 Chronicles 11:3
ଇଶ୍ରାୟେଲର ସମସ୍ତ ନେତାମାନେ ହିବ୍ରୋଣ ରେ ରାଜା ଦାଉଦଙ୍କ ପାଖକୁ ଆସିଲେ। ଦାଉଦ ହିବ୍ରୋଣ ରେ ସଦାପ୍ରଭୁଙ୍କ ସମ୍ମୁଖ ରେ ସମାନଙ୍କେ ସହିତ ଏକ ଚୁକ୍ତି କଲେ। ତା'ପରେ ନେତାମାନେ ଦାଉଦଙ୍କୁ ଇଶ୍ରାୟେଲର ରାଜା ରୂପେ ଅଭିଷିକ୍ତ କଲେ। ସଦାପ୍ରଭୁ ପ୍ରତିଜ୍ଞା କରିଥିଲେ ଯେ, ଶାମୁଯଲଙ୍କେ ଭବିଷ୍ଯତବାଣୀ ଅନୁସାରେ ଏହା ଅବଶ୍ଯ ଘଟିବ।
2 Kings 9:13
ତା'ପରେ ସମସ୍ତ ଉଚ୍ଚ ଅଧିକାରୀମାନେ ଶିଘ୍ର ଆପଣା ଆପଣା କୋଟ ନଇେ ସୋପାନ ଉପରେ ଯହେୂଙ୍କ ସମ୍ମୁଖ ରେ ରଖିଲେ। ତା'ପରେ ସମାନେେ ତୂରୀ ବଜାଇ ଘାଷେଣା କଲେ, ଯହେୂ ରାଜା ହେଲେ।
1 Kings 1:34
ଆଉ ସଠାେରେ ଯାଜକ ସାଦୋକ ଓ ଭବିଷ୍ଯଦ୍ବକ୍ତା ନାଥନ ଶଲୋମନକୁ ଇଶ୍ରାୟେଲର ନୂତନ ରାଜା ରୂପେ ନିଶ୍ଚିଯ ଅଭିଷିକ୍ତ କରିବେ। ପୁଣି ତୁମ୍ଭମାନେେ ତୂରୀ ବଜାଇ କୁହ, 'ରାଜା ଶଲୋମନ ଦୀର୍ଘଜୀବି ହୁଅନ୍ତୁ।'
2 Samuel 19:10
ସତଣୁ ବର୍ତ୍ତମାନ ଅବଶାଲଲାମକକ୍ସ୍ଟ ଆମ୍ଲଭ ଯାହାକକ୍ସ୍ଟ ରାଜା କରିଥିଲକ୍ସ୍ଟସସ ବର୍ତ୍ତମାନ ମୃତ।ସସ ୟକ୍ସ୍ଟଦ୍ଧସର ମୃତକ୍ସ୍ଟ୍ଯବରଣ କଲଲ।ସତଣୁ ଆମ୍ଲଭମାଲନ ଦାଉଦଙ୍କକ୍ସ୍ଟ ଆଉଥଲର ଆମ୍ଭମାନଙ୍କର ରାଜା କରିବକ୍ସ୍ଟ।"
2 Samuel 14:30
ତେଣୁ ଅବଶାଲୋମ ତା'ର କର୍ମଗ୍ଭରୀମାନଙ୍କୁ କହିଲେ, ଦେଖ, ଯୋୟାବର କ୍ଷତେ ଠିକ୍ ମାରେ କ୍ଷତେ ପାଖ ରେ ଏବଂ ସେ ସେଥି ରେ ବାର୍ଲୀ ଚାଷ କରିଛି। ତୁମ୍ଭମାନେେ ୟାଅ ଓ ତାକକ୍ସ୍ଟ ପୋଡି଼ ଦିଅ।
2 Samuel 13:28
ଏହାପରେ ଅବଶା ଲୋମ ନିଜର ସବେକମାନଙ୍କୁ ଆଜ୍ଞା ଦେଲେ ଓ କହିଲେ, ଅମ୍ ନୋନକକ୍ସ୍ଟ ଜଗିଥାଅ, ଯେତବେେଳେ ସେ ଟିକେ ମାତାଲ ହବେ, ଦ୍ରାକ୍ଷାରସରକ୍ସ୍ଟ ଉତ୍ତମ ଅନକ୍ସ୍ଟଭବ କରିବ, ମାେ ଆଦେଶ ଅନକ୍ସ୍ଟକରଣ କରି ତାକକ୍ସ୍ଟ ହତ୍ଯା କର। ଭୟ କର ନାହିଁ, ମୁ କ'ଣ ତୁମ୍ଭମାନଙ୍କୁ ଆଜ୍ଞା ଦଇନୋହିଁ, ବଳବାନ୍ ଏବଂ ସାହସି ହକ୍ସ୍ଟଅ।
2 Samuel 5:5
ହିବ୍ରୋଣ ରେ, ସେ ୟିହକ୍ସ୍ଟଦା ଉପରେ ସାତ ବର୍ଷ ଓ ଛଅ ମାସ ରାଜତ୍ବ କଲେ; ପକ୍ସ୍ଟଣି ସେ ୟିରକ୍ସ୍ଟଶାଲମ ରେ ସମସ୍ତ ଇଶ୍ରାୟେଲ ଓ ୟିହକ୍ସ୍ଟଦା ଉପରେ ତତେିଶ ବର୍ଷ ରାଜତ୍ବ କଲେ।
2 Samuel 3:2
ଦାଉଦଙ୍କର ଅନକେ ପକ୍ସ୍ଟତ୍ର ହିବ୍ରୋଣ ରେ ଜନ୍ମଲାଭ କଲେ। ତାଙ୍କର ପ୍ରଥମ ପକ୍ସ୍ଟତ୍ର ଥିଲେ ଅମ୍ନୋନ୍, ୟିଷ୍ରିଯଲେୀଯାର ତାଙ୍କର ସ୍ତ୍ରୀ ଅହୀନୋଯମଠାରକ୍ସ୍ଟ ଜନ୍ମ ହେଲ।
2 Samuel 2:11
ଦାଉଦ ଥିଲେ ହିବ୍ରୋଣର ରାଜା। ସେ ୟିହକ୍ସ୍ଟଦାର ପରିବାରବର୍ଗ ଉପରେ ସାଢେ ସାତ ବର୍ଷ ଶାସନ କଲେ।
Psalm 73:18
ହେ ପରମେଶ୍ବର, ତୁମ୍ଭେ ନିଶ୍ଚିତରେ ସହେି ଲୋକମାନଙ୍କୁ ଏକ ବିପଦପୂର୍ଣ୍ଣ ଅବସ୍ଥାରେ ରଖିଛ। ତୁମ୍ଭେ ସମାନଙ୍କେୁ ଧ୍ବଂସ ମୁଖରୁ ପଲେି ଦିଅ।