Home Bible 2 Chronicles 2 Chronicles 4 2 Chronicles 4:4 2 Chronicles 4:4 Image ଓଡ଼ିଆ

2 Chronicles 4:4 Image in Oriya

ବାରଟି ବୃହତ୍ ଷଣ୍ଢର ପ୍ରତିମୂର୍ତ୍ତି ଉପରେ ଏହି ବୃହତ୍ ପିତ୍ତଳର କୁଣ୍ଡମକୁ ରଖାୟାଇଥିଲା। ତିନୋଟି ଷଣ୍ଢ ଉତ୍ତର ଦିଗକୁ ମୁହଁ କରିଥିଲେ। ତିନୋଟି ଷଣ୍ଢ ପଶ୍ଚିମ ଦିଗକୁ ମୁହଁ କରିଥିଲେ। ତିନୋଟି ଷଣ୍ଢ ଦକ୍ଷିଣ ଦିଗକୁ ମୁହଁ କରିଥିଲେ। ତିନୋଟି ଷଣ୍ଢ ପୂର୍ବ ଦିଗକୁ ମୁହଁ କରିଥିଲେ। ଏକ ବୃହତ୍ ପିତ୍ତଳ କୁଣ୍ତକୁ ଏହି ଷଣ୍ଢଗୁଡ଼ିକ ଉପରେ ରଖା ୟାଇଥିଲା। ସବୁ ଷଣ୍ଢଗୁଡ଼ିକ ବାହାର ଆଡ଼କୁ ମୁହଁ କରି ଛିଡ଼ା ହାଇେଥିଲେ।
Click consecutive words to select a phrase. Click again to deselect.
2 Chronicles 4:4

ବାରଟି ବୃହତ୍ ଷଣ୍ଢର ପ୍ରତିମୂର୍ତ୍ତି ଉପରେ ଏହି ବୃହତ୍ ପିତ୍ତଳର କୁଣ୍ଡମକୁ ରଖାୟାଇଥିଲା। ତିନୋଟି ଷଣ୍ଢ ଉତ୍ତର ଦିଗକୁ ମୁହଁ କରିଥିଲେ। ତିନୋଟି ଷଣ୍ଢ ପଶ୍ଚିମ ଦିଗକୁ ମୁହଁ କରିଥିଲେ। ତିନୋଟି ଷଣ୍ଢ ଦକ୍ଷିଣ ଦିଗକୁ ମୁହଁ କରିଥିଲେ। ତିନୋଟି ଷଣ୍ଢ ପୂର୍ବ ଦିଗକୁ ମୁହଁ କରିଥିଲେ। ଏକ ବୃହତ୍ ପିତ୍ତଳ କୁଣ୍ତକୁ ଏହି ଷଣ୍ଢଗୁଡ଼ିକ ଉପରେ ରଖା ୟାଇଥିଲା। ସବୁ ଷଣ୍ଢଗୁଡ଼ିକ ବାହାର ଆଡ଼କୁ ମୁହଁ କରି ଛିଡ଼ା ହାଇେଥିଲେ।

2 Chronicles 4:4 Picture in Oriya