2 Corinthians 2:7 କିନ୍ତୁ ଏବେ ତୁମ୍ଭମାନେେ ତାହାକୁ କ୍ଷମା ଦବୋ ଉଚିତ୍ ଓ ତାହାକୁ ସାନ୍ତ୍ବନା ପ୍ରଦାନ କରିବା ଉଚିତ। ଏହା ତାହାକୁ ଉତ୍ସାହିତ କରିବ ଓ ସେ ଅଧିକ ଦୁଃଖ ରେ ଭାଙ୍ଗି ପଡ଼ିବ ନାହିଁ।
2 Corinthians 2:7 in Other Translations
King James Version (KJV) So that contrariwise ye ought rather to forgive him, and comfort him, lest perhaps such a one should be swallowed up with overmuch sorrow.
American Standard Version (ASV) so that contrariwise ye should rather forgive him and comfort him, lest by any means such a one should be swallowed up with his overmuch sorrow.
Bible in Basic English (BBE) So that now, on the other hand, it is right for him to have forgiveness and comfort from you, for fear that his sorrow may be over-great.
Darby English Bible (DBY) so that on the contrary ye should rather shew grace and encourage, lest perhaps such a one should be swallowed up with excessive grief.
World English Bible (WEB) so that on the contrary you should rather forgive him and comfort him, lest by any means such a one should be swallowed up with his excessive sorrow.
Young's Literal Translation (YLT) so that, on the contrary, `it is' rather for you to forgive and to comfort, lest by over abundant sorrow such a one may be swallowed up;
So that
ὥστε
hōste
OH-stay
contrariwise
τοὐναντίον
tounantion
too-nahn-TEE-one
rather
μᾶλλον
mallon
MAHL-lone
ye
ὑμᾶς
hymas
yoo-MAHS
to forgive
χαρίσασθαι
charizomai
ha-REE-zoh-may
and
καὶ
kai
kay
comfort
παρακαλέσαι
parakaleō
pa-ra-ka-LAY-oh
lest perhaps
μήπως
mēpōs
MAY-pose
τῇ
ho
oh
with overmuch
περισσοτέρᾳ
perissos
pay-rees-SOSE
sorrow.
λύπῃ
lypē
LYOO-pay
should be swallowed up
καταποθῇ
katapinō
ka-ta-PEE-noh
a
ὁ
ho
oh
such one
τοιοῦτος
toioutos
too-OO-tose
Read Full Chapter :
2 Corinthians 2
Cross Reference
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 4:32
ପରସ୍ପର ପ୍ରତି ଦୟାଭାବ ଓ ପ୍ ରମେ ଭାବ ରଖ। ଯେପରି ଖ୍ରୀଷ୍ଟଙ୍କଠା ରେ ପରମେଶ୍ବର ତୁମ୍ଭମାନଙ୍କୁ କ୍ଷମା କଲେ, ସହେି ଭଳି ତୁମ୍ଭମାନେେ ପରସ୍ପରକୁ କ୍ଷମା ଦିଅ।
ଗୀତସଂହିତା 21:9
ତୁମ୍ଭେ ଆପଣା ରାଜାଙ୍କୁ ଏକ ଜଳନ୍ତ ଚୁଲ୍ଲୀ ତୁଲ୍ଯ କରିବ, ଯେତବେେଳେ ତୁମ୍ଭେ ତାଙ୍କୁ ସାହାୟ୍ଯ କରିବା ପାଇଁ ଆସ, ଏବଂ ତାଙ୍କ କୋର୍ଧରେ ସେ ସମ୍ପୂର୍ଣ୍ଣ ଭାବରେ ସମାନଙ୍କେୁ ଧ୍ବଂସ କରିବେ।
ଗୀତସଂହିତା 56:1
ହେ ପରମେଶ୍ବର, ମାେତେ ଦୟା କର। ଲୋକମାନେ ମାେତେ ଆକ୍ରମଣ କରିବାକୁ ଉଦ୍ଯମ କଲେ। ସମାନେେ ନିରନ୍ତର ଭାବରେ ମାେତେ ଅନୁଧାବନ କରୁଛନ୍ତି ଓ ୟୁଦ୍ଧ କରି ଆସୁଛନ୍ତି।
ଗୀତସଂହିତା 57:3
ସେ ସ୍ବର୍ଗରୁ ମାେତେ ସାହାୟ୍ଯ କରନ୍ତି ଓ ରକ୍ଷା କରନ୍ତି। ଯେଉଁମାନେ ମାେତେ ଆକ୍ରମଣ କରନ୍ତି, ସେ ସମାନଙ୍କେୁ ଲଜ୍ଜିତ କରନ୍ତି। ପରମେଶ୍ବର ତାଙ୍କର ସ୍ବର୍ଗୀଯ ପ୍ରମେ ଓ ବିଶ୍ବସ୍ତ ମଙ୍ଗଳ ପ୍ରଦାନ କରନ୍ତି।
ଗୀତସଂହିତା 124:3
ଆମ୍ଭମାନଙ୍କ ବିରୁଦ୍ଧରେ ସମାନଙ୍କେ କୋପ ପ୍ରଜ୍ଜ୍ବଳିତ ହବୋ ବେଳେ ସମାନେେ ଆମ୍ଭମାନଙ୍କୁ ସଜୀବ ଗ୍ରାସ କରିଥା'ନ୍ତେ।
ହିତୋପଦେଶ 1:12
ଆମ୍ଭମାନେେ ସମାନଙ୍କେୁ ହତ୍ଯା କରିବା। ଆମ୍ଭମାନେେ ସମାନଙ୍କେୁ ମୃତ୍ଯୁର ସ୍ଥାନକୁ ପଠାଇବା। ଆମ୍ଭମାନେେ ସମାନଙ୍କେୁ ବିନାଶ କରି କବରକୁ ପଠାଇବା।
ହିତୋପଦେଶ 17:22
ଆନନ୍ଦିତ ହୃଦଯ ଉତ୍ତମ ଔଷଧ। ମାତ୍ର ଭଗ୍ନ ଆତ୍ମା ଅଗ୍ନି ସବୁକୁ ଶୁଷ୍କ କରେ।
ଯିଶାଇୟ 28:7
ମାତ୍ର ବର୍ତ୍ତମାନ ସହେି ପ୍ରାଚୀନ ବ୍ଯକ୍ତିଗଣ ଦ୍ରାକ୍ଷାରସ ରେ ଭ୍ରାନ୍ତ ହାଇେଛନ୍ତି ଓ ସୁରାପାନ ରେ ବିପଥଗାମୀ ହାଇେଛନ୍ତି। ଯାଜକ ଓ ଭବିଷ୍ଯଦ୍ବକ୍ତା ସୁରାପାନ ଦ୍ବାରା ବିଭ୍ରାନ୍ତ ହାଇେଛନ୍ତି। ଦ୍ରାକ୍ଷାରସ ସମାନଙ୍କେୁ ଗ୍ରାସ କରିଅଛି ଓ ସମାନେେ ସୁରାପାନ ଦ୍ବାରା ବିପଥରେ ୟାଇଛନ୍ତି। ସମାନେେ ଦର୍ଶନ ରେ ଭ୍ରାନ୍ତ ହୁଅନ୍ତି ଓ ବିଚାର ରେ ଝୁଣ୍ଟି ପଡ଼ନ୍ତି।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 15:54
କିନ୍ତୁ ଏହି କ୍ଷୟ ଶରୀର ଅକ୍ଷୟରୂପ ବସ୍ତ୍ର ଏହି ମର୍ତ୍ତ୍ଯ ଦହେ ଅମରତ୍ବ ରୂପ ବସ୍ତ୍ର ଧାରଣ କଲାପରେ ଶାସ୍ତ୍ରର ଏହି କଥା ସଫଳ ହବେ।
ଦିତୀୟ ଶାମୁୟେଲ 20:19
ମୁ ଇଶ୍ରାୟେଲର ଶାନ୍ତ ଓ ବିଶ୍ବସ୍ତ ଲୋକମାନଙ୍କ ମଧ୍ଯରକ୍ସ୍ଟ ଜଣେ, ତୁମ୍ଭେ ଇଶ୍ରାୟେଲର ଗକ୍ସ୍ଟରକ୍ସ୍ଟତ୍ବପୂର୍ଣ୍ଣ ନଗରକକ୍ସ୍ଟ ଧ୍ବଂସ କରିବାକୁ ଖାଜେକ୍ସ୍ଟଛ। ଯାହା ସଦାପ୍ରଭୁଙ୍କର ଅଟେ, ତୁମ୍ଭେ କାହିଁକି ଧ୍ବଂସ କରିବାକୁ ଇଚ୍ଛା କରୁଛ?
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 7:10
କାରଣ ଈଶ୍ବରଙ୍କ ଇଚ୍ଛା ଅନୁସାରେ ଯେଉଁ ଦୁଃଖ ଦ୍ବାରା ପରିତ୍ରାଣ ପାଇଲ ଓ ମନ ପରିବର୍ତ୍ତନ କରିଲ, ସେଥିପାଇଁ ଦୁଃଖିତ ହବୋ ଆବଶ୍ଯକ ନାହିଁ। ମାତ୍ର ଜାଗତିକ ଦୁଃଖ ମୃତ୍ଯୁ ଆଣିଥାଏ।
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 6:1
ଏକଆ ରକରେ ସାହାୟ୍ଯ କର ଭାଇ ଓ ଭଉଣୀମାନେ ! ତୁମ୍ଭମାନଙ୍କ ଭିତରୁ କୌଣସି ଲୋକ ହୁଏତ କିଛି ଭୁଲ୍ କରି ପା ରେ। ସେତବେେଳେ ତୁମ୍ଭମାନେେ ଆତ୍ମିକ ଲୋକ ହାଇେଥିବାରୁ, ଭଦ୍ରତା ସହକା ରେ ଭୁଲକାର୍ୟ୍ଯ କରୁଥିବା ଲୋକଟିକୁ ସଂଶୋଧନ ହବୋ ପାଇଁ ସାହାୟ୍ଯ କରିବା ଉଚିତ୍। କିନ୍ତୁ ସାବଧାନ, ତୁମ୍ଭମାନେେ ଯେପରି ନିଜେ କୌଣସି ପାପ କରିବା ପାଇଁ ପରୀକ୍ଷା ରେ ପଡ଼ି ନ ଯାଅ।
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 2:27
ସେ ଅସୁସ୍ଥ ଥିଲେ ଓ ମୃତ୍ଯୁର ଦ୍ବାର ଦେଶ ରେ ଥିଲେ। କିନ୍ତୁ ପରମେଶ୍ବର ତାହାଙ୍କୁ ଓ ମାେତେ ମଧ୍ଯ ସାହାୟ୍ଯ କଲେ, ଯେପରି ମାେ ପାଇଁ ଅଧିକ ଦୁଃଖ ନ ଘଟେ।
କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 3:13
ପରସ୍ପର ପ୍ରତି କୋର୍ଧ କର ନାହିଁ, ବରଂ ପରସ୍ପରକୁ କ୍ଷମା ଦିଅ। ଯଦି ଜଣେ ତୁମ୍ଭ ପ୍ରତି ଭୁଲ କାମ କରେ, ତାକୁ କ୍ଷମା ଦିଅ। ପ୍ରଭୁ ତୁମ୍ଭକୁ କ୍ଷମା କରିଛନ୍ତି, ସେଥିପାଇଁ ତୁମ୍ଭମାନେେ ମଧ୍ଯ ଅନ୍ୟ ଲୋକମାନଙ୍କୁ କ୍ଷମା ଦିଅ।
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 4:13
ଭାଇ ଓ ଭଉଣୀମାନେ! ମୃତମାନଙ୍କ ବିଷୟ ରେ ତୁମ୍ଭମାନେେ ଅଜ୍ଞାତ ରୁହ ବୋଲି ଆମ୍ଭେ ଚାହୁଁ ନାହୁଁ। ଭରସା ପାଇ ନ ଥିବା ଅନ୍ୟ ଲୋକଙ୍କ ଭଳି ତୁମ୍ଭମାନେେ ଦୁଃଖି ହୁଅ ବୋଲି ଆମ୍ଭେ ଚାହୁଁ ନାହୁଁ।
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍ 3:6
ଭାଇ ଓ ଭଉଣୀମାନେ ! ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କଠାରୁ ମିଳିଥିବା ଅଧିକାର ବଳ ରେ, କାମ କରିବାକୁ ମନା କରୁଥିବା ବିଶ୍ବାସୀ ଭାଇମାନଙ୍କଠାରୁ ଦୂର ରେ ରହିବା ପାଇଁ ଆମ୍ଭେ ତୁମ୍ଭମାନଙ୍କୁ ଆଦେଶ ଦେଉଛୁ। କୌଣସି କାମ କରିବା ପାଇଁ ଚାହୁଁ ନ ଥିବା ଲୋକମାନେ ଆମ୍ଭଠାରୁ ଗ୍ରହଣ କରିଥିବା ଶିକ୍ଷାଗୁଡ଼ିକୁ ମାନୁ ନାହାଁନ୍ତି।
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍ 3:14
ଆମ୍ଭେ ଏହି ପତ୍ର ରେ ତୁମ୍ଭମାନଙ୍କୁ ଯାହା କହିଛୁ, ଯଦି କୌଣସି ଲୋକ ତାହା ପାଳନ କରେ ନାହିଁ, ତା' ହେଲେ ସହେି ଲୋକଠାରୁ ସତର୍କ ରୁହ। ତା'ସହିତ ସମ୍ପର୍କ ରଖ ନାହିଁ। ତାହାହେଲେ ସେ ଲଜ୍ଜିତ ହବେ।
ଏବ୍ରୀମାନଙ୍କ ନିକଟକୁ ପତ୍ର 12:12
ତୁମ୍ଭମାନେେ ଦୁର୍ବଳ ହାଇଯୋଇଛ। ଅତଏବ ନିଜକୁ ପୁନର୍ବାର ଶକ୍ତିଶାଳୀ କର।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 5:4
ଏହି ଶରୀରରୂପ ତମ୍ବୁ ରେ ରହିଲା ବେଳେ ଆମ୍ଭମାନେେ ଭାରାକ୍ରାନ୍ତ ହାଇେ ଅଭି ଯୋଗ କରୁ। ମାରେ କହିବା ଅର୍ଥ ନୁହେଁ ଯେ, ଆମ୍ଭେ ଏହି ତମ୍ବୁକୁ ଦୂର କରି ଦବୋ ପାଇଁ ଚାହୁଁ। କିନ୍ତୁ ଆମ୍ଭେ ସ୍ବର୍ଗୀୟ ଘର ଦ୍ବାରା ଆଚ୍ଛାଦିତ ହବୋକୁ ଇଚ୍ଛା କରୁ। ତା' ହେଲେ ଯାଇ ଏହି ମର ଶରୀର ସମ୍ପୂର୍ଣ୍ଣ ଭାବେ ଜୀବନ ଦ୍ବାରା ଘାଡ଼ୋଇ ହାଇେ ପାରିବ।