2 Corinthians 8

fullscreen16 ମୁଁ ପରମେଶ୍ବରଙ୍କୁ ଧନ୍ଯବାଦ ଜଣାଉଛି ଯେ ତିତସଙ୍କ ମନ ରେ ମାେ ଭଳି ତୁମ୍ଭମାନଙ୍କ ପ୍ରତି ପ୍ ରମେ ଭାବ ରହିଛି।

fullscreen17 ଆମ୍ଭର ଅନୁ ରୋଧକୁ ତିତସ ଗ୍ରହଣ କରିଛନ୍ତି। ସେ ମଧ୍ଯ ତୁମ୍ଭମାନଙ୍କ ପାଖକୁ ୟିବାକୁ ବ୍ଯଗ୍ର ଥିଲେ, ଓ ସ୍ବଇଚ୍ଛା ରେ ତୁମ୍ଭମାନଙ୍କ ପାଖକୁ ୟିବା ନିମନ୍ତେ ଏଠାରୁ ଯାଉଛନ୍ତି।

fullscreen18 ତାଙ୍କ ସହିତ ଆମ୍ଭେ ସମସ୍ତ ମଣ୍ଡଳୀଗୁଡ଼ିକରେ ସୁସମାଚାର ପ୍ରଚାର କାର୍ୟ୍ଯ ରେ ସୁନାମ ଥିବା ଜଣେ ଭାଇଙ୍କୁ ମଧ୍ଯ ପଠାଉଛୁ।

fullscreen19 ଏହା ଛଡ଼ା ଆମ୍ଭ ସହିତ ଏହି ଦାନସମୂହ ନଇେ ୟିବା କାର୍ୟ୍ଯ ରେ ମଣ୍ଡଳୀ ସମୂହ ତାହାଙ୍କୁ ନିୟୁକ୍ତ କରିଛନତି। ଏହି ସବୋ ଦ୍ବାରା ପ୍ରଭୁଙ୍କ ମହିମା ହବେ ଓ ଆମ୍ଭେ ଯେ ପ୍ରକୃତ ରେ ପରୋପକାର କରିବା ପାଇଁ ଆଗ୍ରହୀ, ଏହା ପ୍ରକାଶ ପାଇବ।

fullscreen20 ଏହି ବହୁ ପରିମାଣର ଧନ ଦାନକୁ ଆମ୍ଭେ ଯେଉଁ ଭାବରେ ନେଉଛୁ, ତା'ପାଇଁ ଲୋକେ ଯେପରି ଆମ୍ଭର ସମାଲୋଚନା ନ କରିବେ, ଏ ବିଷୟ ରେ ଆମ୍ଭେ ସାବଧାନ ଅଛୁ।

fullscreen21 ଯାହା ଠିକ୍, ଆମ୍ଭେ ତାହା କରିବା ପାଇଁ ଯତ୍ନଶୀଳ। ଯାହା ସବୁ ପ୍ରଭୁ ଠିକ୍ ବୋଲି ଧରନ୍ତି, ଓ ଲୋକେ ଠିକ ବୋଲି ଭାବନ୍ତି, ଆମ୍ଭେ ତାହା କରୁ।

fullscreen22 ସମାନଙ୍କେ ସହିତ ସର୍ବଦା ସାହାୟ୍ଯ କରିବା ପାଇଁ ପ୍ରସ୍ତୁତ ଥିବା ଆମ୍ଭର ଜଣେ ଭାଇଙ୍କୁ ଆମ୍ଭେ ପଠାଉଛୁ। ଅନକେ ଘଟଣା ରେ ସେ ଏହା ପ୍ରମାଣିତ କରିଛନ୍ତି। ତୁମ୍ଭମାନଙ୍କ ପ୍ରତି ତାଙ୍କ ମନ ରେ ଅସୀମ ବିଶ୍ବାସ ଥିବାରୁ, ସେ ଅଧିକ ସାହାୟ୍ଯ କରିବା ପାଇଁ ଉତ୍ସାହିତ ଅଛନ୍ତି।

fullscreen23 ତିତସଙ୍କ ସମ୍ବନ୍ଧ ରେ ଏହା କୁ ହେ ଯେ, ସେ ମାରେ ସହକର୍ମୀ ଓ ସେ ମାେ ସହିତ କାର୍ୟ୍ଯ କରି ତୁମ୍ଭମାନଙ୍କୁ ସାହାୟ୍ଯ କରୁଛନ୍ତି। ଅନ୍ୟ ଭାଇମାନଙ୍କ ବିଷୟ ରେ ଏହା କ ହେ ଯେ, ସମାନେେ ବିଭିନ୍ନ ମଣ୍ଡଳୀଗୁଡ଼ିକରୁ ପଠା ଯାଇଛନ୍ତି, ଓ ଖ୍ରୀଷ୍ଟଙ୍କ ପାଇଁ ଗୌରବ ସ୍ବରୂପ।

16 But thanks be to God, which put the same earnest care into the heart of Titus for you.

17 For indeed he accepted the exhortation; but being more forward, of his own accord he went unto you.

18 And we have sent with him the brother, whose praise is in the gospel throughout all the churches;

19 And not that only, but who was also chosen of the churches to travel with us with this grace, which is administered by us to the glory of the same Lord, and declaration of your ready mind:

20 Avoiding this, that no man should blame us in this abundance which is administered by us:

21 Providing for honest things, not only in the sight of the Lord, but also in the sight of men.

22 And we have sent with them our brother, whom we have oftentimes proved diligent in many things, but now much more diligent, upon the great confidence which I have in you.

23 Whether any do inquire of Titus, he is my partner and fellowhelper concerning you: or our brethren be inquired of, they are the messengers of the churches, and the glory of Christ.

2 Corinthians 8 in Tamil and English

16 ମୁଁ ପରମେଶ୍ବରଙ୍କୁ ଧନ୍ଯବାଦ ଜଣାଉଛି ଯେ ତିତସଙ୍କ ମନ ରେ ମାେ ଭଳି ତୁମ୍ଭମାନଙ୍କ ପ୍ରତି ପ୍ ରମେ ଭାବ ରହିଛି।
But thanks be to God, which put the same earnest care into the heart of Titus for you.

17 ଆମ୍ଭର ଅନୁ ରୋଧକୁ ତିତସ ଗ୍ରହଣ କରିଛନ୍ତି। ସେ ମଧ୍ଯ ତୁମ୍ଭମାନଙ୍କ ପାଖକୁ ୟିବାକୁ ବ୍ଯଗ୍ର ଥିଲେ, ଓ ସ୍ବଇଚ୍ଛା ରେ ତୁମ୍ଭମାନଙ୍କ ପାଖକୁ ୟିବା ନିମନ୍ତେ ଏଠାରୁ ଯାଉଛନ୍ତି।
For indeed he accepted the exhortation; but being more forward, of his own accord he went unto you.

18 ତାଙ୍କ ସହିତ ଆମ୍ଭେ ସମସ୍ତ ମଣ୍ଡଳୀଗୁଡ଼ିକରେ ସୁସମାଚାର ପ୍ରଚାର କାର୍ୟ୍ଯ ରେ ସୁନାମ ଥିବା ଜଣେ ଭାଇଙ୍କୁ ମଧ୍ଯ ପଠାଉଛୁ।
And we have sent with him the brother, whose praise is in the gospel throughout all the churches;

19 ଏହା ଛଡ଼ା ଆମ୍ଭ ସହିତ ଏହି ଦାନସମୂହ ନଇେ ୟିବା କାର୍ୟ୍ଯ ରେ ମଣ୍ଡଳୀ ସମୂହ ତାହାଙ୍କୁ ନିୟୁକ୍ତ କରିଛନତି। ଏହି ସବୋ ଦ୍ବାରା ପ୍ରଭୁଙ୍କ ମହିମା ହବେ ଓ ଆମ୍ଭେ ଯେ ପ୍ରକୃତ ରେ ପରୋପକାର କରିବା ପାଇଁ ଆଗ୍ରହୀ, ଏହା ପ୍ରକାଶ ପାଇବ।
And not that only, but who was also chosen of the churches to travel with us with this grace, which is administered by us to the glory of the same Lord, and declaration of your ready mind:

20 ଏହି ବହୁ ପରିମାଣର ଧନ ଦାନକୁ ଆମ୍ଭେ ଯେଉଁ ଭାବରେ ନେଉଛୁ, ତା'ପାଇଁ ଲୋକେ ଯେପରି ଆମ୍ଭର ସମାଲୋଚନା ନ କରିବେ, ଏ ବିଷୟ ରେ ଆମ୍ଭେ ସାବଧାନ ଅଛୁ।
Avoiding this, that no man should blame us in this abundance which is administered by us:

21 ଯାହା ଠିକ୍, ଆମ୍ଭେ ତାହା କରିବା ପାଇଁ ଯତ୍ନଶୀଳ। ଯାହା ସବୁ ପ୍ରଭୁ ଠିକ୍ ବୋଲି ଧରନ୍ତି, ଓ ଲୋକେ ଠିକ ବୋଲି ଭାବନ୍ତି, ଆମ୍ଭେ ତାହା କରୁ।
Providing for honest things, not only in the sight of the Lord, but also in the sight of men.

22 ସମାନଙ୍କେ ସହିତ ସର୍ବଦା ସାହାୟ୍ଯ କରିବା ପାଇଁ ପ୍ରସ୍ତୁତ ଥିବା ଆମ୍ଭର ଜଣେ ଭାଇଙ୍କୁ ଆମ୍ଭେ ପଠାଉଛୁ। ଅନକେ ଘଟଣା ରେ ସେ ଏହା ପ୍ରମାଣିତ କରିଛନ୍ତି। ତୁମ୍ଭମାନଙ୍କ ପ୍ରତି ତାଙ୍କ ମନ ରେ ଅସୀମ ବିଶ୍ବାସ ଥିବାରୁ, ସେ ଅଧିକ ସାହାୟ୍ଯ କରିବା ପାଇଁ ଉତ୍ସାହିତ ଅଛନ୍ତି।
And we have sent with them our brother, whom we have oftentimes proved diligent in many things, but now much more diligent, upon the great confidence which I have in you.

23 ତିତସଙ୍କ ସମ୍ବନ୍ଧ ରେ ଏହା କୁ ହେ ଯେ, ସେ ମାରେ ସହକର୍ମୀ ଓ ସେ ମାେ ସହିତ କାର୍ୟ୍ଯ କରି ତୁମ୍ଭମାନଙ୍କୁ ସାହାୟ୍ଯ କରୁଛନ୍ତି। ଅନ୍ୟ ଭାଇମାନଙ୍କ ବିଷୟ ରେ ଏହା କ ହେ ଯେ, ସମାନେେ ବିଭିନ୍ନ ମଣ୍ଡଳୀଗୁଡ଼ିକରୁ ପଠା ଯାଇଛନ୍ତି, ଓ ଖ୍ରୀଷ୍ଟଙ୍କ ପାଇଁ ଗୌରବ ସ୍ବରୂପ।
Whether any do inquire of Titus, he is my partner and fellowhelper concerning you: or our brethren be inquired of, they are the messengers of the churches, and the glory of Christ.