2 Kings 11

1 ଅନନ୍ତର ଅହସିଯଙ୍କର ମାତା ଅଥଲିଯା ନିଜ ପୁତ୍ରର ମୃତ୍ଯୁ ଦେଖି, ସମସ୍ତ ରାଜବଂଶକୁ ବିନାଶ କଲେ।

2 ମାତ୍ର ଯୋରାମ ରାଜକନ୍ଯା, ଅହସିଯଙ୍କର ଭଗିନୀ ୟିହୋଶବୋ ଯେତବେେଳେ ଦେଖିଲେ ରାଜପୁତ୍ରମାନେ ନିହତ ହେଲ, ସେ ପୁତ୍ରମାନଙ୍କ ମଧ୍ଯରୁ ୟୋଯାଶକୁ ନଇଗେଲେ। ସେ ଶିଶୁ ଓ ତାହାର ଧାତ୍ରୀକୁ ନଇେ ଶଯନାଗାର ରେ ଲୁଗ୍ଭଇ ରଖିଲା। ତାକୁ ଲୁଗ୍ଭଇ ରଖିବାରୁ ସେ ଅଥଲିଯାଠାରୁ ହତ ହେଲା ନାହିଁ।

3 ତା'ପରେ ୟୋଯାଶ ଓ ୟହୋଶବୋ ସଦାପ୍ରଭୁଙ୍କ ମନ୍ଦିର ରେ ଛଅବର୍ଷ ଗୋପନ ରେ ରହିଲେ ଓ ସେତବେେଳେ ଅଥଲିଯା ଯିହୁଦା ରେ ରାଜତ୍ବ କଲେ।

4 ଏହାପରେ ସପ୍ତମ ବର୍ଷ ରେ ଯିହାୟୋଦାରଦା ଲୋକ ପଠାଇ କରୀଯମାନଙ୍କର ଓ ପ୍ରହରିବର୍ଗର ଅଧ୍ଯକ୍ଷମାନଙ୍କୁ ଅଣାଇ ସମାନଙ୍କେୁ ଏକତ୍ରିତ କରି ସଦାପ୍ରଭୁଙ୍କ ମନ୍ଦିରକୁ ଆପଣା ନିକଟକୁ ନଲୋ, ଆଉ ସେ ସମାନଙ୍କେ ସହିତ ଏକ ଚୁକ୍ତି କରାଇଲା ଓ ସଦାପ୍ରଭୁଙ୍କ ମନ୍ଦିର ରେ ସମାନଙ୍କେୁ ଶପଥ କରାଇ ରାଜପୁତ୍ର ୟୋଯାଶକୁ ଦଖାଇେଲା।

5 ତା'ପରେ ସେ ସମାନଙ୍କେୁ ଆଜ୍ଞା ଦଇେ କହନ୍ତି, ତୁମ୍ଭମାନେେ ଏହା ନିଶ୍ଚଯ କରିବ। ତୁମ୍ଭମାନଙ୍କ ମଧ୍ଯରୁ ଏକ ତୃତୀଯାଂଶ ବିଶ୍ରାମ ଦିନ ଆରମ୍ଭ ରେ ଏହି ପ୍ରାସାଦକୁ ପ୍ରହରା ଦବୋକୁ ନିଶ୍ଚଯ ଆସିବ।

6 ଅନ୍ୟ ଏକତୃତୀଯାଂଶ ସୂର ଫାଟକରେ ରହିବେ ଓ ଆଉ ଏକତୃତୀଯାଂଶ ପ୍ରହରିମାନଙ୍କର ପଛ ଫାଟକରେ ରହିବେ। ଏହିରୂପେ ତୁମ୍ଭମାନେେ ପୁରା ଦମ୍ ରେ ପ୍ରାସାଦକୁ ଜଗିବ।

7 ପୁଣି ବିଶ୍ରାମ ବାରର ଦୁଇ ଭାଗର ଲୋକ ଯେଉଁମାନେ କର୍ମକ୍ଷେତ୍ରକୁ ୟାଇ ସଦାପ୍ରଭୁଙ୍କ ମନ୍ଦିରର ପ୍ରହରୀ ରହିବେ ଓ ରାଜା ୟୋଯାଶ୍କୁ ରକ୍ଷା କରିବେ।

8 ତୁମ୍ଭମାନେେ ରାଜା ଯୋଯାଶକୁ ବେଷ୍ଟନ କରି ରହିବ। ସେ ଯେତବେେଳେ ଯିବେ, ତୁମ୍ଭେ ତାଙ୍କ ସହିତ ନିଶ୍ଚଯ ରହିବ। ତୁମ୍ଭମାନେେ ସର୍ବଦା ଅସ୍ତ୍ର ରେ ସଜ୍ଜିତ ହାଇେ ରହିବ। ଯେ କୌଣସି ଲୋକ ତୁମ୍ଭର ଅତି ନିକଟକୁ ଆ ସେ ତାକୁ ହତ୍ଯା କରାୟିବ।

9 ୟିହୋଯାଦା ଯାଜକ ଯାହାସବୁ ଆଦେଶ କଲେ, ଅଧ୍ଯକ୍ଷମାନେ ତଦନୁସା ରେ ପାଳନ କଲେ। ସମାନଙ୍କେ ମଧ୍ଯରୁ ପ୍ରେତ୍ୟକକ ତାଙ୍କର ପୁରୁଷମାନଙ୍କୁ ଆଣିଲେ, ଉଭୟ ଯେଉଁମାନେ ବିଶ୍ରାମ ଦିନ ରେ କାର୍ୟ୍ଯକୁ ଯାଉଥିଲେ ଓ ଯେଉଁମାନେ କାର୍ୟ୍ଯକୁ ନଯାଉଥିଲେ, ଏହି ଲୋକମାନେ ୟିହୋଯାଦା ଯାଜକ ନିକଟକୁ ଗଲେ।

10 ଦାଉଦ ରାଜା ଯେଉଁସବୁ ବର୍ଚ୍ଛା ଓ ଢାଲ ସଦାପ୍ରଭୁଙ୍କ ମନ୍ଦିର ରେ ରଖିଥିଲେ, ଯାଜକ ସେସବୁ କାଢି ସମାନଙ୍କେୁ ଦଇେ ଦେଲେ।

11 ଏହି ପ୍ରହରୀମାନେ ସଦାପ୍ରଭୁଙ୍କ ମନ୍ଦିରର ଦକ୍ଷିଣ ପାଶର୍‌ବରୁ ବାମପାଶର୍‌ବ ପର୍ୟ୍ଯନ୍ତ ୟଜ୍ଞବଦେୀ ଓ ରାଜାଙ୍କ ଚତୁଃପାଶର୍‌ବ ରେ ହସ୍ତ ରେ ଅସ୍ତ୍ର ଧରି ଠିଆ ହାଇେ ରହିଲେ।

12 ସେତବେେଳେ ସମାନେେ ରାଜପୁତ୍ରକୁ ବାହାରକୁ ଆଣି ତାହା ମସ୍ତକରେ ମୁକୁଟ ପିନ୍ଧାଇଲେ ଓ ତାହାକୁ ସାକ୍ଷ ପୁସ୍ତକ ଦେଲେ। ପୁଣି ସମାନେେ ତାଙ୍କୁ ରାଜାକରି ଅଭିଷକେ କଲେ। ଆଉ କରତାଳି ଦଇେ କହିଲେ, ରାଜା ଚିରଜୀବି ହୁଅନ୍ତୁ।

13 ଏଥି ରେ ଅଥଲିଯା ପ୍ରହରୀବର୍ଗର ଓ ଲୋକମାନଙ୍କର କୋଳାହଳ ଶୁଣି ସଦାପ୍ରଭୁଙ୍କ ମନ୍ଦିରର ଲୋକମାନଙ୍କ ନିକଟକୁ ଆସିଲା।

14 ଅଥଲିଯା ଦେଖିଲେ ରାଜା ବିଧି ଅନୁସାରେ ଯେଉଁଠି ଛିଡା ହବୋ କଥା ସେଠି ଛିଡା ହାଇେଛନ୍ତି। ରାଜାଙ୍କ ନିକଟରେ ସନୋପତିମାନେ ଥିଲେ, ଲୋକମାନେ ତୂରୀ ବଜାଉଥିଲେ। ଦେଶର ସମସ୍ତ ଲୋକ ଆନନ୍ଦ କରୁଥିଲେ। ଏଥି ରେ ଅଥଲିଯା ନିଜର ବସ୍ତ୍ର ଚିରି ରାଜଦ୍ରୋହ! ରାଜଦ୍ରୋହ! ବୋଲି ଚିତ୍କାର କଲା।

15 ଏଥି ରେ ଯାଜକ ଯିହାୟୋଦାରଦା ସୈନ୍ଯମାନଙ୍କର ଅଧ୍ଯକ୍ଷମାନଙ୍କୁ ଆଦେଶ ଦେଲେ, ଅଥଲିଯାକୁ ମନ୍ଦିର ବାହାରକୁ ନଇୟୋଅ। ୟିଏ ତା'ର ପଶ୍ଚାତ ଧାବନ କରୁଛି, ନିଶ୍ଚଯ ହତ୍ଯା କରାୟିବ। ତାକୁ କିମ୍ବା ତା'ର ଅନୁସରଣକାରୀମାନଙ୍କୁ ମନ୍ଦିର ଭିତ ରେ ହତ୍ଯା କର ନାହିଁ।

16 ତହୁଁ ଅଥଲିଯା ଅଶ୍ବଦ୍ବାରର ପଥଦଇେ ରାଜଗୃହକୁ ଗଲା ବେଳେ ସମାନେେ ତାକୁ ଧରି ବଧ କଲେ।

17 ତା'ପରେ ଯିହାୟୋଦାରଦା ସଦାପ୍ରଭୁ, ରାଜା ଓ ଲୋକମାନଙ୍କ ମଧିଅରେ ଏକ ଚୁକ୍ତି କଲେ। ଏହି ଚୁକ୍ତି ଅନୁସାରେ ରାଜା ଓ ଲୋକମାନେ ସଦାପ୍ରଭୁଙ୍କର ଲୋକ ହେଲେ। ପୁଣି ଯିହାୟୋଦାରଦା ରାଜା ଓ ଲୋକମାନଙ୍କ ପାଇଁ ଏକ ଚୁକ୍ତି କରି କହିଲେ ଯେ, ରାଜା ଲୋକମାନଙ୍କ ପାଇଁ ଯାହା କରିବେ ଓ ଲୋକମାନେ ରାଜାଙ୍କୁ ମାନିବେ ଓ ତାଙ୍କ ଅନୁଗାମୀ ହବେେ।

18 ଏଥି ଉତ୍ତା ରେ ସମସ୍ତ ଲୋକ ବାଲ୍ ମନ୍ଦିରକୁ ଗଲେ ଓ ସଠାେରେ ମନ୍ଦିର, ୟଜ୍ଞବଦେୀଗୁଡିକ ଓ ବାଲ୍ର ପ୍ରତିମାଗୁଡିକୁ ଭାଙ୍ଗି ଚୂର୍ଣ୍ଣ କରି ଦେଲେ। ସମାନେେ ମଧ୍ଯ ବାଲ୍ର ଯାଜକ ମତ୍ତନକୁ ୟଜ୍ଞବଦେୀ ସମ୍ମୁଖ ରେ ବଧ କଲେ।

19 ପୁଣି ସେ ଯାଜକ ସନୋପତିମାନଙ୍କୁ, କରୀଯମାନଙ୍କୁ, ପ୍ରହରୀମାନଙ୍କୁ ଓ ସମସ୍ତ ଲୋକମାନଙ୍କୁ ଧରି ସଦାପ୍ରଭୁଙ୍କ ମନ୍ଦିରରୁ ରାଜଗୃହକୁ ଚାଲି ରେ। ସମାନେେ ପ୍ରହରୀବର୍ଗର ଦ୍ବାର ଦଇେ ରାଜଗୃହକୁ ଆସିଲେ। ତା'ପରେ ୟୋଯାଶ ସିଂହାସନ ଉପରେ ଉପବିଷ୍ଟ ହେଲେ।

20 ସମସ୍ତ ଲୋକ ଆନନ୍ଦିତ ହେଲେ ଓ ନଗର ସୁସ୍ଥିର ହେଲା। ଆଉ ରାଜଗୃହ ନିକଟରେ ଅଥଲିଯା ଖଡ୍ଗ ରେ ନିହତ ହେଲା।

21 ୟୋଯାଶ ସାତବର୍ଷ ବଯସ ରେ ରାଜତ୍ବ କଲେ।

1 And when Athaliah the mother of Ahaziah saw that her son was dead, she arose and destroyed all the seed royal.

2 But Jehosheba, the daughter of king Joram, sister of Ahaziah, took Joash the son of Ahaziah, and stole him from among the king’s sons which were slain; and they hid him, even him and his nurse, in the bedchamber from Athaliah, so that he was not slain.

3 And he was with her hid in the house of the Lord six years. And Athaliah did reign over the land.

4 And the seventh year Jehoiada sent and fetched the rulers over hundreds, with the captains and the guard, and brought them to him into the house of the Lord, and made a covenant with them, and took an oath of them in the house of the Lord, and shewed them the king’s son.

5 And he commanded them, saying, This is the thing that ye shall do; A third part of you that enter in on the sabbath shall even be keepers of the watch of the king’s house;

6 And a third part shall be at the gate of Sur; and a third part at the gate behind the guard: so shall ye keep the watch of the house, that it be not broken down.

7 And two parts of all you that go forth on the sabbath, even they shall keep the watch of the house of the Lord about the king.

8 And ye shall compass the king round about, every man with his weapons in his hand: and he that cometh within the ranges, let him be slain: and be ye with the king as he goeth out and as he cometh in.

9 And the captains over the hundreds did according to all things that Jehoiada the priest commanded: and they took every man his men that were to come in on the sabbath, with them that should go out on the sabbath, and came to Jehoiada the priest.

10 And to the captains over hundreds did the priest give king David’s spears and shields, that were in the temple of the Lord.

11 And the guard stood, every man with his weapons in his hand, round about the king, from the right corner of the temple to the left corner of the temple, along by the altar and the temple.

12 And he brought forth the king’s son, and put the crown upon him, and gave him the testimony; and they made him king, and anointed him; and they clapped their hands, and said, God save the king.

13 And when Athaliah heard the noise of the guard and of the people, she came to the people into the temple of the Lord.

14 And when she looked, behold, the king stood by a pillar, as the manner was, and the princes and the trumpeters by the king, and all the people of the land rejoiced, and blew with trumpets: and Athaliah rent her clothes, and cried, Treason, Treason.

15 But Jehoiada the priest commanded the captains of the hundreds, the officers of the host, and said unto them, Have her forth without the ranges: and him that followeth her kill with the sword. For the priest had said, Let her not be slain in the house of the Lord.

16 And they laid hands on her; and she went by the way by the which the horses came into the king’s house: and there was she slain.

17 And Jehoiada made a covenant between the Lord and the king and the people, that they should be the Lord’s people; between the king also and the people.

18 And all the people of the land went into the house of Baal, and brake it down; his altars and his images brake they in pieces thoroughly, and slew Mattan the priest of Baal before the altars. And the priest appointed officers over the house of the Lord.

19 And he took the rulers over hundreds, and the captains, and the guard, and all the people of the land; and they brought down the king from the house of the Lord, and came by the way of the gate of the guard to the king’s house. And he sat on the throne of the kings.

20 And all the people of the land rejoiced, and the city was in quiet: and they slew Athaliah with the sword beside the king’s house.

21 Seven years old was Jehoash when he began to reign.

Philemon 1 in Tamil and English

1 ଖ୍ରୀଷ୍ଟଯୀଶୁଙ୍କ ପାଇଁ ବନ୍ଦୀ ହାଇେଥିବା ପାଉଲ ଓ ଆମ୍ଭର ଭାଇ ତୀମଥିଙ୍କଠାରୁ
Paul, a prisoner of Jesus Christ, and Timothy our brother, unto Philemon our dearly beloved, and fellowlabourer,

2 ଆମ୍ଭର ପ୍ରିୟ ମିତ୍ର ଓ ସହକର୍ମୀ ଫିଲୀମାନେ, ଆମ୍ଭର ଭଉଣୀ ଆପ୍ପିଯା, ସାଥି ସୈନିକ ଆଖିପ୍ପ, ଓ ତୁମ୍ଭ ଘରଠା ରେ ଏକତ୍ରୀତ ହେଉଥିବା ଉପାସନା ମଣ୍ଡଳୀକୁ ପତ୍ର ଲେଖୁଛୁ।
And to our beloved Apphia, and Archippus our fellowsoldier, and to the church in thy house:

3 ଆମ୍ଭର ପରମପିତା ପରମେଶ୍ବର ଓ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କଠା ରେ ତୁମ୍ଭକୁ ଅନୁଗ୍ରହ ଓ ଶାନ୍ତି ମିଳୁ।
Grace to you, and peace, from God our Father and the Lord Jesus Christ.

4 ମାେ ପ୍ରାର୍ଥନାମାନଙ୍କ ରେ ମୁଁ ତୁମ୍ଭକୁ ସ୍ମରଣ କରେ। ତୁମ୍ଭ ପାଇଁ ସର୍ବଦା ମୁଁ ପରମେଶ୍ବରଙ୍କୁ ଧନ୍ଯବାଦ ଦିଏ।
I thank my God, making mention of thee always in my prayers,

5 ପରମେଶ୍ବରଙ୍କ ସମସ୍ତ ପବିତ୍ ରେଲାକମାନଙ୍କ ପ୍ରତି ତୁମ୍ଭର ପ୍ ରମେ ଓ ପ୍ରଭୁ ଯୀଶୁଙ୍କଠା ରେ ତୁମ୍ଭର ବିଶ୍ବାସ ବିଷୟ ରେ ମୁଁ ଶୁଣିଛି ଓ ମୁଁ ତୁମ୍ଭର ସହେି ପ୍ ରମେ ଓ ବିଶ୍ବାସ ପାଇଁ ପରମେଶ୍ବରଙ୍କୁ ଧନ୍ଯବାଦ ଜଣାଉଛି।
Hearing of thy love and faith, which thou hast toward the Lord Jesus, and toward all saints;

6 ଖ୍ରୀଷ୍ଟଙ୍କଠା ରେ ଥିବା ଆମ୍ଭର ସମସ୍ତ ଭଲ କଥାଗୁଡ଼ିକ ବୁଝିପାରିବା ପାଇଁ ତୁମ୍ଭର ବିଶ୍ବାସର ସହଭାଗିତା ତୁମ୍ଭକୁ ସାହାୟ୍ଯ କରିବ ବୋଲି ମୁଁ ପ୍ରାର୍ଥନା କରେ।
That the communication of thy faith may become effectual by the acknowledging of every good thing which is in you in Christ Jesus.

7 ହେ ଭାଇ ପରମେଶ୍ବରଙ୍କ ଲୋକମାନଙ୍କ ପ୍ରତି ତୁମ୍ଭେ ପ୍ ରମେଭାବ ଦଖାଇେଛ, ସମାନଙ୍କେୁ ତୁମ୍ଭେ ଖୁସି କରିଛ। ଏହା ମାେତେ ବହୁତ ଆନନ୍ଦ ଓ ଆଶ୍ବାସନା ଦଲୋ।
For we have great joy and consolation in thy love, because the bowels of the saints are refreshed by thee, brother.

8 କେତଗେୁଡ଼ିଏ କଥା ତୁମ୍ଭର କରିବା ଉଚିତ୍। ଖ୍ରୀଷ୍ଟ ରେ ଭାଇ ହିସାବ ରେ ସତ୍ କାର୍ୟ୍ଯ କରିବା ନିମନ୍ତେ ତୁମ୍ଭକୁ ଆଦେଶ ଦବୋର ମାରେ ଅଧିକାର ଅଛି।
Wherefore, though I might be much bold in Christ to enjoin thee that which is convenient,

9 କିନ୍ତୁ ମୁଁ ତୁମ୍ଭକୁ ପ୍ ରମେ ରେ ନିବଦନେ କରିବାକୁ ଇଚ୍ଛା କରେ। ମୁଁ ପାଉଲ, ବୁଢ଼ା ହାଇେ ଗଲିଣି ଓ ଖ୍ରୀଷ୍ଟଯୀଶୁଙ୍କ ପାଇଁ ବନ୍ଦୀ ହାଇେଛି।
Yet for love’s sake I rather beseech thee, being such an one as Paul the aged, and now also a prisoner of Jesus Christ.

10 ମୁଁ ତୁମ୍ଭକୁ ଅନୀସିମ ପାଇଁ ନିବଦନେ କରୁଛି। ମୁଁ ବନ୍ଦୀ ଗୃହ ରେ ଥିଲା ବେଳେ ସେ ମାରେ ସନ୍ତାନ ହାଇେଥିଲା।
I beseech thee for my son Onesimus, whom I have begotten in my bonds:

11 ଅତୀତ ରେ ସେ ତୁମ୍ଭ ପାଇଁ ଅଦରକାରୀ ଥିଲା। କିନ୍ତୁ ଏବେ ସେ ମାେ' ଓ ତୁମ୍ଭ ଦୁହିଁଙ୍କ ପାଇଁ ବଡ଼ ଉପଯୋଗୀ ଅଟେ।
Which in time past was to thee unprofitable, but now profitable to thee and to me:

12 ମୁଁ ତାହାକୁ ତୁମ୍ଭ ପାଖକୁ ଫରୋଇ ଦେଉଛି। ତା ସହିତ ମାରେ ହୃଦୟ ମଧ୍ଯ ବନ୍ଧା ହାଇେଛି।
Whom I have sent again: thou therefore receive him, that is, mine own bowels:

13 ମୁଁ ବନ୍ଦୀ ଗୃହ ରେ ଥିବା ସମୟରେ ମାେତେ ସୁସମାଚାର ପାଇଁ ସାହାୟ୍ଯ କରିବ ବୋଲି ତାହାକୁ ମାେ ସହିତ ରଖିବାକୁ ଚାହୁଁଥିଲି। ମାେତେ ସାହାୟ୍ଯ କରିବା ଦ୍ବାରା ସେ ତୁମ୍ଭର ସବୋ କରିଥାଆନ୍ତା।
Whom I would have retained with me, that in thy stead he might have ministered unto me in the bonds of the gospel:

14 କିନ୍ତୁ ତୁମ୍ଭମାନଙ୍କୁ ପ୍ରଥମେ ନ ପଚାରି ମୁଁ କିଛି କରିବା ପାଇଁ ଇଚ୍ଛା କଲି ନାହିଁ। ତୁମ୍ଭର କୌଣସି ଭଲ କାମ ନିଜ ଇଚ୍ଛା ରେ ହେଉ, ମାରେ ବାଧ୍ଯ ବାଧ୍ଯକତା ରେ ନ ହେଉ ବୋଲି ମୁଁ ଚା ହେଁ।
But without thy mind would I do nothing; that thy benefit should not be as it were of necessity, but willingly.

15 ଅନୀସିମ301 କ୍ଷଣିକ ପାଇଁ ତୁମ୍ଭଠାରୁ ଅଲଗା ଥିଲା। ଏହା ଏପରି ଘଟିଥାଇପା ରେ ୟଦ୍ଦ୍ବାରା ତୁମ୍ଭେ ତାହାକୁ ସବୁଦିନ ପାଇଁ ପୁନଃ ପ୍ରାପ୍ତ ହାଇପୋରିବ।
For perhaps he therefore departed for a season, that thou shouldest receive him for ever;

16 ଦାସ ହବୋ ପାଇଁ ନୁହେଁ, ବରଂ ଦାସଠାରୁ ବଳି ଏକ ପ୍ରିୟ ଭାଇ ଭଳି। ମୁଁ ତାହାକୁ ବହୁତ ଭଲ ପାଏ। କିନ୍ତୁ ତୁମ୍ଭେ ଆହୁରି ଅଧିକ ଭଲ ପାଇବ। ତୁମ୍ଭେ ତାହାକୁ ଜଣେ ମଣିଷ ଓ ପ୍ରଭୁଙ୍କଠା ରେ ଜଣେ ଭାଇ ଭଳି ଭଲ ପାଇବ।
Not now as a servant, but above a servant, a brother beloved, specially to me, but how much more unto thee, both in the flesh, and in the Lord?

17 ଯଦି ତୁମ୍ଭେ ମାେତେ ମିତ୍ର ବୋଲି ଗ୍ରହଣ କରୁଛ, ତା' ହେଲେ ଅନୀସିମଙ୍କୁ ପୁନର୍ବାର ଗ୍ରହଣ କର। ମାେତେ ଯେପରି ସ୍ବାଗତ କରିଥାନ୍ତ, ସପରେି ତାହାକୁ ସ୍ବାଗତ କର।
If thou count me therefore a partner, receive him as myself.

18 ଯଦି ଅନୀସିମ ତୁମ୍ଭ ପ୍ରତି କିଛି ଭୁଲ କରିଛି ବା ତା'ର ତୁମକୁ କିଛି ଦବୋକୁ ଅଛି ତବେେ ତାହା ମାେ ଖାତା ରେ ପକାଇ ଦିଅ।
If he hath wronged thee, or oweth thee ought, put that on mine account;

19 ମୁଁ ପାଉଲ, ଏହି କଥା ମାେ ହାତ ରେ ଲେଖୁଛି। ଅନୀସିମର ଯଦି ତୁମ୍ଭକୁ କିଛି ଦବୋକୁ ଅଛି, ମୁଁ ତାହା ତୁମ୍ଭକୁ ଫରୋଇ ଦବେି। ନିଜ ଜୀବନ ପାଇଁ ତୁମ୍ଭେ ଯେ ମାେ'ଠା ରେ କେତେ ଋଣୀ, ସେ ସମ୍ପର୍କ ରେ ମୁଁ କିଛି କହିବି ନାହିଁ।
I Paul have written it with mine own hand, I will repay it: albeit I do not say to thee how thou owest unto me even thine own self besides.

20 ତେଣୁ ହେ ମାରେ ଭାଇ ! ପ୍ରଭୁଙ୍କଠା ରେ ତୁମ୍ଭେ ମାେ ପାଇଁ କିଛି ଆବଶ୍ଯକୀୟ ବିଷୟ କର ବୋଲି, ମୁଁ କୁ ହେ। ଖ୍ରୀଷ୍ଟଙ୍କଠା ରେ ମାେ ହୃଦୟକୁ ଆଶ୍ବାସନା ଦିଅ।
Yea, brother, let me have joy of thee in the Lord: refresh my bowels in the Lord.

21 ମୁଁ ଯାହା କହିଛି, ସଗେୁଡିକ କରିବ ବୋଲି ଜାଣି ମୁଁ ଏହି ଚିଠି ଲେଖୁଛି। ମୁଁ ଜାଣେ ଯେ ମୁଁ ଯେତିକି କ ହେ, ତୁମ୍ଭେ ତା'ଠାରୁ ଅଧିକ କରିବ।
Having confidence in thy obedience I wrote unto thee, knowing that thou wilt also do more than I say.

22 ମାେ ରହିବା ପାଇଁ ଗୋଟିଏ ବଖରା ମଧ୍ଯ ପ୍ରସ୍ତୁତ କର। ମୁଁ ଆଶା କରେ ଯେ ପରମେଶ୍ବର ତୁମ୍ଭ ପ୍ରାର୍ଥନା ଶୁଣିବେ ଓ ମୁଁ ତୁମ୍ଭ ପାଖକୁ ୟିବାକୁ ସମର୍ଥ ହାଇେ ପାରିବି।
But withal prepare me also a lodging: for I trust that through your prayers I shall be given unto you.

23 ଖ୍ରୀଷ୍ଟ ଯୀଶୁଙ୍କ ପାଇଁ ଏପାଫ୍ରା ହେଉଛନ୍ତି ମାରେ ସହବନ୍ଦୀ। ସେ ତୁମ୍ଭକୁ ନମସ୍କାର ଜଣାଉଛନ୍ତି।
There salute thee Epaphras, my fellowprisoner in Christ Jesus;

24 ମାର୍କ, ଆରିସ୍ତାର୍ଖ, ଦୀମା ଓ ଲୂକ ଏମାନେ ମଧ୍ଯ ତୁମ୍ଭକୁ ନମସ୍କାର ଜଣାଉଛନ୍ତି।
Marcus, Aristarchus, Demas, Lucas, my fellowlabourers.

25 ଆମ୍ଭମାନଙ୍କର ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ଅନୁଗ୍ରହ ତୁମ୍ଭମାନଙ୍କର ଆତ୍ମା ସହିତ ରହିଥାଉ।
The grace of our Lord Jesus Christ be with your spirit. Amen.

255
Written from Rome to Philemon, by Onesimus a servant.