2 Kings 3

fullscreen1 ଆହାବ୍ଙ୍କ ଅନ୍ତେ ତାଙ୍କ ପୁତ୍ର ୟିହୋରାମ ଶମରିଯା ରେ ଇଶ୍ରାୟେଲ ଉପରେ ରାଜତ୍ବ କଲେ। ସେ ଯିହୁଦାର ରାଜା ୟିହୋଶାଫଟଙ୍କର ଅଷ୍ଟାଦଶ ବର୍ଷ ରାଜତ୍ବ କାଳ ରେ ରାଜା ହେଲେ ଓ ଇଶ୍ରାୟେଲ ରେ ବାରବର୍ଷ ରାଜ୍ଯ କଲେ।

fullscreen2 ସେ ଏପରି କୁକର୍ମ କଲେ, ଯାହା ସଦାପ୍ରଭୁଙ୍କ ଦୃଷ୍ଟି ରେ ମନ୍ଦକାର୍ୟ୍ଯ ଥିଲା। ମାତ୍ର ସେ ତାଙ୍କର ପିତା ଓ ମାତାଙ୍କ ତୁଲ୍ଯ ନଥିଲେ। କାରଣ ତାଙ୍କ ପିତା ନିର୍ମାଣ କରିଥିବା ବାଲ୍ର ସ୍ତମ୍ଭଗୁଡିକୁ ଦୂର କରି ଦେଲେ।

fullscreen3 ତଥାପି ନବାଟ୍ଙ୍କ ପୁତ୍ର ୟାରବିଯାମ ଦ୍ବାରା ଇଶ୍ରାୟେଲଯମାନଙ୍କୁ ଯେଉଁ ପାପରେ ଆସକ୍ତ କରାଇଥିଲେ ସେ ମଧ୍ଯ ସହେି ପାପଗୁଡିକୁ ଆସକ୍ତି ହେଲେ। ୟାରବିଯାମ ଏହି ପାପଗୁଡିକୁ ବନ୍ଦ କଲେ ନାହିଁ।

1 Now Jehoram the son of Ahab began to reign over Israel in Samaria the eighteenth year of Jehoshaphat king of Judah, and reigned twelve years.

2 And he wrought evil in the sight of the Lord; but not like his father, and like his mother: for he put away the image of Baal that his father had made.

3 Nevertheless he cleaved unto the sins of Jeroboam the son of Nebat, which made Israel to sin; he departed not therefrom.

2 Kings 3 in Tamil and English

1 ଆହାବ୍ଙ୍କ ଅନ୍ତେ ତାଙ୍କ ପୁତ୍ର ୟିହୋରାମ ଶମରିଯା ରେ ଇଶ୍ରାୟେଲ ଉପରେ ରାଜତ୍ବ କଲେ। ସେ ଯିହୁଦାର ରାଜା ୟିହୋଶାଫଟଙ୍କର ଅଷ୍ଟାଦଶ ବର୍ଷ ରାଜତ୍ବ କାଳ ରେ ରାଜା ହେଲେ ଓ ଇଶ୍ରାୟେଲ ରେ ବାରବର୍ଷ ରାଜ୍ଯ କଲେ।
Now Jehoram the son of Ahab began to reign over Israel in Samaria the eighteenth year of Jehoshaphat king of Judah, and reigned twelve years.

2 ସେ ଏପରି କୁକର୍ମ କଲେ, ଯାହା ସଦାପ୍ରଭୁଙ୍କ ଦୃଷ୍ଟି ରେ ମନ୍ଦକାର୍ୟ୍ଯ ଥିଲା। ମାତ୍ର ସେ ତାଙ୍କର ପିତା ଓ ମାତାଙ୍କ ତୁଲ୍ଯ ନଥିଲେ। କାରଣ ତାଙ୍କ ପିତା ନିର୍ମାଣ କରିଥିବା ବାଲ୍ର ସ୍ତମ୍ଭଗୁଡିକୁ ଦୂର କରି ଦେଲେ।
And he wrought evil in the sight of the Lord; but not like his father, and like his mother: for he put away the image of Baal that his father had made.

3 ତଥାପି ନବାଟ୍ଙ୍କ ପୁତ୍ର ୟାରବିଯାମ ଦ୍ବାରା ଇଶ୍ରାୟେଲଯମାନଙ୍କୁ ଯେଉଁ ପାପରେ ଆସକ୍ତ କରାଇଥିଲେ ସେ ମଧ୍ଯ ସହେି ପାପଗୁଡିକୁ ଆସକ୍ତି ହେଲେ। ୟାରବିଯାମ ଏହି ପାପଗୁଡିକୁ ବନ୍ଦ କଲେ ନାହିଁ।
Nevertheless he cleaved unto the sins of Jeroboam the son of Nebat, which made Israel to sin; he departed not therefrom.