2 Peter 1:16 in Oriya

Oriya Oriya Bible 2 Peter 2 Peter 1 2 Peter 1:16

2 Peter 1:16
ଆମ୍ଭେ ଆମ୍ଭ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ଶକ୍ତି ବିଷୟ ରେ ତୁମ୍ଭମାନଙ୍କୁ କହିଛୁ। ତାହାଙ୍କର ଆସିବା ବିଷୟ ତୁମ୍ଭମାନଙ୍କୁ କହିଛୁ। ସଗେୁଡ଼ିକ ଲୋକମାନଙ୍କ ବିଜ୍ଞାନ ପାଇଁ ମନଗଢ଼ା ଗଳ୍ପ ନୁହେଁ। ଆମ୍ଭେ ନିଜେ ନିଜ ଆଖି ରେ ଯୀଶୁଙ୍କର ମହାନତା ଦେଖିଛୁ।

2 Peter 1:152 Peter 12 Peter 1:17

2 Peter 1:16 in Other Translations

King James Version (KJV)
For we have not followed cunningly devised fables, when we made known unto you the power and coming of our Lord Jesus Christ, but were eyewitnesses of his majesty.

American Standard Version (ASV)
For we did not follow cunningly devised fables, when we made known unto you the power and coming of our Lord Jesus Christ, but we were eyewitnesses of his majesty.

Bible in Basic English (BBE)
For when we gave you news of the power and the coming of our Lord Jesus Christ, our teaching was not based on stories put together by art, but we were eye-witnesses of his glory.

Darby English Bible (DBY)
For we have not made known to you the power and coming of our Lord Jesus Christ, following cleverly imagined fables, but having been eyewitnesses of *his* majesty.

World English Bible (WEB)
For we did not follow cunningly devised fables, when we made known to you the power and coming of our Lord Jesus Christ, but we were eyewitnesses of his majesty.

Young's Literal Translation (YLT)
For, skilfully devised fables not having followed out, we did make known to you the power and presence of our Lord Jesus Christ, but eye-witnesses having become of his majesty --

For
Οὐouoo
we
have
not
γὰρgargahr
followed
σεσοφισμένοιςsesophismenoissay-soh-fee-SMAY-noos
cunningly
devised
μύθοιςmythoisMYOO-thoos
fables,
ἐξακολουθήσαντεςexakolouthēsantesayks-ah-koh-loo-THAY-sahn-tase
when
we
made
known
ἐγνωρίσαμενegnōrisamenay-gnoh-REE-sa-mane
unto
you
ὑμῖνhyminyoo-MEEN
the
τὴνtēntane
power
τοῦtoutoo
and
κυρίουkyrioukyoo-REE-oo
coming
ἡμῶνhēmōnay-MONE
of

Ἰησοῦiēsouee-ay-SOO
our
Χριστοῦchristouhree-STOO
Lord
δύναμινdynaminTHYOO-na-meen
Jesus
καὶkaikay
Christ,
παρουσίανparousianpa-roo-SEE-an
but
ἀλλ'allal
were
ἐπόπταιepoptaiape-OH-ptay
eyewitnesses
γενηθέντεςgenēthentesgay-nay-THANE-tase
of

τῆςtēstase
his
ἐκείνουekeinouake-EE-noo
majesty.
μεγαλειότητοςmegaleiotētosmay-ga-lee-OH-tay-tose

Cross Reference

John 1:14
ସହେି ବାକ୍ଯ ମନୁଷ୍ଯ ହେଲେ ଓ ଆମ୍ଭମାନଙ୍କ ସହିତ ବାସ କଲେ। ଆମ୍ଭେ ତାହାଙ୍କର ମହିମା ଦେଖିଲୁ, ଏହି ମହିମା ପରମପିତାଙ୍କ ଏକମାତ୍ର ପୁତ୍ରଙ୍କର ଥିଲା। ସହେି ବାକ୍ଯ ଅନୁଗ୍ରହ ଓ ସତ୍ଯ ରେ ପରିପୂର୍ଣ୍ଣ ଥିଲେ।

1 John 4:14
ଆମ୍ଭମାନେେ ଦେଖିଅଛୁ ଯେ ପରମେଶ୍ବର ଜଗତର ଉଦ୍ଧାର ପାଇଁ ଯେ ନିଜର ପୁତ୍ରଙ୍କୁ ପଠାଇଛନ୍ତି, ଆମ୍ଭମାନେେ ଏଥିର ସାକ୍ଷୀ। ବର୍ତ୍ତମାନ ମଧ୍ଯ ଆମ୍ଭେ ସହେି ସାକ୍ଷ୍ଯ ଦେଉଅଛୁ।

1 Corinthians 1:17
ଖ୍ରୀଷ୍ଟ ମାେତେ ଲୋକମାନଙ୍କୁ ଡ଼ୁବନ କରିବା ଦାଯିତ୍ବ ଦଇେ ନ ଥିଲେ। ସେ ମାେତେ ସୁସମାଚାର ପ୍ରଚାର କରିବା ଦାଯିତ୍ବ ଦଇେ ଥିଲେ। କୌଣସି ପ୍ରକାର ଜାଗତିକ ଜ୍ଞାନର ପୂର୍ଣ୍ଣତା ରେ ପ୍ରଭୁଙ୍କ ବାକ୍ଯ ପ୍ରଚାର କରିବାକୁ ଖ୍ରୀଷ୍ଟ ମାେତେ ପଠାଇ ନ ଥିଲେ; ନଚେତ୍ ଯୀଶୁ ଖ୍ରୀଷ୍ଟଙ୍କ କ୍ରୁଶ ରେ ଥିବା ମହାଶକ୍ତି ବ୍ଯର୍ଥ ହାଇଯେିବ।

1 Timothy 1:4
ସମାନଙ୍କେୁ କୁହ ଯେ, ସମାନେେ ଅସତ୍ଯ କଥାଗୁଡ଼ିକ କହି ଓ ବଂଶାବଳୀର ଲମ୍ବା ନାମସୂଚୀଗୁଡ଼ିକ ଦଇେ ସମୟ ନଷ୍ଟ କରନ୍ତୁ ନାହିଁ। କାରଣ ସଗେୁଡ଼ିକ ଦ୍ବାରା କବଳେ ତର୍କବିତର୍କ ହୁଏ। ସଗେୁଡ଼ିକ ପରମେଶ୍ବରଙ୍କ କାମ ପାଇଁ ସାହାୟ୍ଯ କରେ ନାହିଁ।

1 Corinthians 2:4
ମାରେକଥା ଓ ଶିକ୍ଷା ଲୋକଙ୍କୁ ପ୍ରବର୍ତ୍ତାଇବା ଭଳି ଜାଗତିକ ଜ୍ଞାନର କଥା ନ ଥିଲା। ମାତ୍ର ମାହୋର ଶିକ୍ଷା ପବିତ୍ରଆତ୍ମାଙ୍କ ଦତ୍ତ ଶକ୍ତିର ପ୍ରମାଣ ଅଟେ।

Malachi 3:2
ମାତ୍ର ସହେି ସମୟ ପାଇଁ କୌଣସି ବ୍ଯକ୍ତି ପ୍ରସ୍ତୁତ ହାଇପୋରିବ ନାହିଁ। ସେ ଯେତବେେଳେ ଆସିବେ କହେି ରକ୍ଷା କରିବେ ନାହିଁ। ସେ ଏକ ମାର୍ଜିତ ଅଗ୍ନି ସଦୃଶ ହବେେ, ଆଉ ମଧ୍ଯ ପରିଷ୍କାରକାରୀ ରଜକର କ୍ଷାର ସ୍ବରୂପ ହବେ।

Mark 9:1
ତା'ପରେ ଯୀଶୁ କହିଲେ, ମୁଁ ତୁମ୍ଭକୁ ସତ୍ଯ କହୁଛି, ଏଠା ରେ ଯେଉଁମାନେ ଠିଆ ହାଇେଛ, ତୁମ୍ଭମାନଙ୍କ ମଧ୍ଯରୁ କେତେ ଜଣ ନିଜ ମୃତ୍ଯୁ ପୂର୍ବରୁ ପରମେଶ୍ବରଙ୍କ ରାଜ୍ଯ ଏଠାକୁ ଆସିବାର ଦେଖିବ। ପରମେଶ୍ବରଙ୍କ ରାଜ୍ଯ ତା'ର କ୍ଷମତା ନଇେ ଆସିବ।

Luke 9:28
ଏକଥା କହିବାର ପ୍ରାୟ ଆଠ ଦିନ ପରେ ସେ ପିତର, ଯୋହନ ଓ ଯାକୁବଙ୍କୁ ସାଙ୍ଗ ରେ ନଇେ ପ୍ରାର୍ଥନା କରିବାକୁ ଗୋଟିଏ ପର୍ବତ ଉପରକୁ ଗଲେ।

Ephesians 4:14
ତା ହେଲେ ଆମ୍ଭେ ଆଉ ଶିଶୁ ହାଇେ ରହିବା ନାହିଁ। ସମୁଦ୍ର ରେ ଜାହାଜ ଲହରୀ ହତେୁ ସ୍ଥାନ ପରିବର୍ତ୍ତନ କଲା ଭଳି ଆମ୍ଭକୁ ପ୍ରତାରଣା କରିବାକୁ ଚେଷ୍ଟା କରୁଥିବା ଲୋକମାନଙ୍କର ପ୍ରେତ୍ୟକକ ପ୍ରକାରର ନୂତନ ଉପଦେଶ ଦ୍ବାରା ଆମ୍ଭେ ଏଣତେଣେେ ଆଉ ଭାସି ୟିବା ନାହିଁ। ଏଭଳି ଲୋକେ ମନ୍ଦ ରାସ୍ତା ଗ୍ରହଣ କରିବା ପାଇଁ ଲୋକଙ୍କୁ ଛଳ ଓ ଧୂର୍ତ୍ତ ଯୋଜନା ରେ ଛନ୍ଦନ୍ତି,

1 John 1:1
ଆମ୍ଭମାନେେ ତୁମ୍ଭମାନଙ୍କୁ ବର୍ତ୍ତମାନ ଯେଉଁ ବିଷୟ ରେ କହିବାକୁ ଯାଉଛୁ, ତାହା ସୃଷ୍ଟିର ଆରମ୍ଭରୁ ଥିଲା।

Revelation 1:7
ଦେଖ, ଯୀଶୁ ମେଘମାଳା ରେ ଆସୁଅଛନ୍ତି। ପ୍ରେତ୍ୟକକ ଲୋକର ଚକ୍ଷୁ ତାହାଙ୍କୁ ଦେଖିବ ଏପରିକି ତାହାଙ୍କୁ ବିଦ୍ଧ କରିଥିବା ଲୋକମାନେ ମଧ୍ଯ ତାହାଙ୍କୁ ଦେଖିବେ। ଏ ପୃଥିବୀର ସବୁ ଜାତିର ଲୋକମାନେ ତାହାଙ୍କ ଆଗମନ ରେ ଉଚ୍ଚସ୍ବର ରେ ରୋଦନ କରିବେ। ହଁ, ଏହା ଘଟିବ। ଆମେନ୍।

Jude 1:14
ଆଦମଙ୍କଠାରୁ ପୁରୁଷାନୁକ୍ରମେ ସପ୍ତମ ପୁରୁଷ ରେ ଜାତ ହନୋକ ଏହି ଲୋକମାନଙ୍କ ବିଷୟ ରେ ଏହି କଥା କହିଥିଲେ : ଦେଖ ପ୍ରଭୁ ତାହାଙ୍କର ହଜାର ହଜାର ପବିତ୍ର ସ୍ବର୍ଗଦୂତମାନଙ୍କ ସହିତ ଆସୁଛନ୍ତି।

2 Peter 3:3
ପ୍ରଥମେ, ଶଷେ ଦିନଗୁଡ଼ିକରେ କ'ଣ କ'ଣ ଘଟିବ, ସଗେୁଡ଼ିକ ବୁଝିବା ତୁମ୍ଭର ଦରକାର। ଲୋକେ ତୁମ୍ଭକୁ ପରିହାସ କରିବେ। ସମାନେେ ନିଜ ଇଚ୍ଛା ରେ ମନ୍ଦ କାର୍ୟ୍ଯ କରି ଜୀବନଧାରଣ କରିବେ।

Titus 1:14
ତା' ହେଲେ ସମାନେେ ଯିହୂଦୀ ଗପଗୁଡ଼ିକୁ ଗ୍ରହଣ କରିବେ ନାହିଁ କି ସତ୍ଯକୁ ଗ୍ରହଣ କରୁ ନ ଥିବା ଲୋକଙ୍କ ଆଦେଶ ପାଳନ କରିବେ ନାହିଁ।

1 Timothy 4:7
ପରମେଶ୍ବରଙ୍କ ସତ୍ଯ ସହିତ ମଳେ ନ ଖାଉଥିବା ନିର୍ବୋଧ କାହାଣୀମାନ ଲୋକେ କୁହନ୍ତି। ଏଭଳି କାହାଣୀଗୁଡ଼ିକୁ ପାଳନ କର ନାହିଁ। କିନ୍ତୁ ତୁମ୍ଭେ ପ୍ରକୃତ ଭାବରେ ପରମେଶ୍ବରଙ୍କୁ ସବୋ କରିବା ଲାଗି ନିଜକୁ ଶିକ୍ଷିତ କର।

2 Thessalonians 2:9
ତା'ର ମହାନ ଶକ୍ତି ଥିବ ଓ ସେ ଅସତ୍ଯ ଆଧାରିତ ଆଶ୍ଚର୍ୟ୍ଯଜନକ କାର୍ୟ୍ଯ, ଚିହ୍ନ ଓ ଅଦ୍ଭୁତ କାର୍ୟ୍ଯମାନ ଘଟାଇବ।

1 Thessalonians 2:19
ତୁମ୍ଭମାନେେ ଆମ୍ଭର ଆଶା, ଆମ୍ଭର ଆନନ୍ଦ ଓ ଆମ୍ଭର ମୁକୁଟ। ଯେତବେେଳେ ଆମ୍ଭମାନଙ୍କର ପ୍ରଭୁଯୀଶୁ ଆସିବେ, ଆମ୍ଭେ ତୁମ୍ଭମାନଙ୍କ ପାଇଁ ଗର୍ବ ଅନୁଭବ କରିବୁ।

Matthew 16:28
ମୁଁ ତୁମ୍ଭକୁ ସତ୍ଯ କହୁଛି। ଏଠା ରେ କେତକେ ଲୋକ ଠିଆ ହାଇେଛନ୍ତି, ଯେଉଁମାନେ ସମାନଙ୍କେ ମୃତ୍ଯୁ ପୂର୍ବରୁ ମନୁଷ୍ଯ ପୁତ୍ରଙ୍କୁ ତାହାଙ୍କ ରାଜ୍ଯ ସହିତ ଆସୁଥିବାର ଦେଖିବେ।

Matthew 24:3
ପରେ ଯେତବେେଳେ ଯୀଶୁ ଜୀତ ପର୍ବତ ଉପରେ ବସି ଥିଲେ, ତାହାଙ୍କର ଶିଷ୍ଯମାନେ ସେ ଏକାନ୍ତ ରେ ଥିବା ସମୟରେ ତାହାଙ୍କ ପାଖକୁ ଆସିଲେ। ସମାନେେ ପଚ଼ାରିଲେ, ଆମ୍ଭକୁ କୁହନ୍ତୁ, ଏସବୁ ଘଟଣା କବେେ ଘଟିବ? କେଉଁ ସଙ୍କତେ ଦଖାଇବେ ଯେ ଆପଣଙ୍କ ପୁନର୍ବାର ଆସିବ ଓ ଜଗତର ଅନ୍ତ ହବୋ ସମୟ ହେଲାଣି?

Matthew 24:27
ଆକାଶ ରେ ବିଜୁଳି ମାରିଲେ ପୂର୍ବରୁ ଆରମ୍ଭ ହାଇେ ପଶ୍ଚିମ ଆକାଶ ପର୍ୟ୍ଯନ୍ତ ବ୍ଯାପି ଯାଏ ଓ ଯେପରି ସମସ୍ତେ ତାହା ଦେଖି ପାରନ୍ତି ଠିକ୍ ସହେିଭଳି ମନୁଷ୍ଯପୁତ୍ରଙ୍କ ଆସିବା ସମୟରେ ସମସ୍ତେ ଦେଖି ପାରିବେ।

Matthew 28:18
ତେଣୁ ଯୀଶୁ ସମାନଙ୍କେ ପାଖକୁ ଆସି କହିଲେ, ସ୍ବର୍ଗ ଓ ପୃଥିବୀର ସମସ୍ତ ଅଧିକାର ମାେତେ ଦିଆ ଯାଇଛି।

John 17:2
ତୁମ୍ଭେ ତାହାଙ୍କୁ ସମସ୍ତ ଲୋକଙ୍କ ଉପରେ କ୍ଷମତା ହଇେଛ। ଯେପରି ତୁମ୍ଭେ ତାହାଙ୍କୁ ଯେଉଁମାନଙ୍କ ପାଇଁ ଦଇେଛ, ସେସମସ୍ତଙ୍କୁ ସହେି ପୁତ୍ର ଅନନ୍ତ ଜୀବନ ଦିଅନ୍ତି।

Romans 1:4
ସେ ଦାଉଦଙ୍କ ବଂଶ ରେ ମନୁଷ୍ଯ ରୂପରେ ଜନ୍ମ ହାଇେଥିଲେ। କିନ୍ତୁ, ପବିତ୍ର ଆତ୍ମା ଦ୍ବାରା ପୁନରୁତ୍ଥାନର ଫଳ ସ୍ବରୂପ ସେ ମହାନ ଶକ୍ତି ସହିତ ପରମେଶ୍ବରଙ୍କର ପୁତ୍ର ରୂପେ ଘୋଷିତ ହେଲେ।

1 Corinthians 1:7
ଅତଏବ ଯେତବେେଳେ ତୁମ୍ଭମାନେେ ଆମ୍ଭ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କର ଆସିବା ପାଇଁ ଅପେକ୍ଷା କରୁଛ ସେତବେେଳେ ତୁମ୍ଭମାନେେ ତାହାଙ୍କଠାରୁ ସମସ୍ତ ଆତ୍ମିକ ଦାନ ପାଉଛ।

1 Corinthians 1:23
କିନ୍ତୁ ଆମ୍ଭେ ପ୍ରଚାର କରୁଛୁ : ଖ୍ରୀଷ୍ଟ କୃଶ ରେ ମୃତ୍ଯୁ ବରଣ କଲେ। ଏକଥା ଯିହୂଦୀମାନଙ୍କ ଲାଗି ବାଧାଜନକ ଓ ଅଣଯିହୂଦୀମାନଙ୍କ ଲାଗି ମୂର୍ଖତା ଅଟେ।

1 Corinthians 2:1
ପ୍ରିୟ ଭାଇ ଓ ଭଉଣୀମାନେ, ମୁଁ ଯେତବେେଳେ ତୁମ୍ଭମାନଙ୍କ ପାଖକୁ ଆସିଥିଲି, ସେତବେେଳେ ପରମେଶ୍ବରଙ୍କ ସତ୍ଯ ବିଷୟ ରେ କହିଥିଲି। କିନ୍ତୁ ମୁଁ କୌଣସି ବାକ୍ଚାତୁରୀ ବା ଜ୍ଞାନର କଥା କହି ନ ଥିଲି।

1 Corinthians 5:4
ଆମ୍ଭର ପ୍ରଭୁ ଯୀଶୁଙ୍କ ନାମ ରେ ତୁମ୍ଭମାନେେ ଏକତ୍ର ହୁଅ।

2 Corinthians 2:17
ଅନକେ ଯେପରି କରନ୍ତି, ସପରେି ଆମ୍ଭେ ନିଜ ଲାଭ ପାଇଁ ପରମେଶ୍ବରଙ୍କ ବାକ୍ଯ ବିକ୍ରୀ କରୁ ନାହୁଁ, କିନ୍ତୁ ଆମ୍ଭମାନେେ ପରମେଶ୍ବରଙ୍କ ସାକ୍ଷାତ ରେ ଖ୍ରୀଷ୍ଟଙ୍କଠା ରେ ଥାଇ ସତ୍ଯ କହୁ। ପରମେଶ୍ବରଙ୍କ ପ୍ ରରେିତ ଲୋକ ଭଳି କଥା କହୁ।

2 Corinthians 4:2
ଆମ୍ଭେ ଲଜ୍ଜାପୂର୍ଣ୍ଣ ଓ ଗୁପ୍ତ କାର୍ୟ୍ଯଗୁଡ଼ିକୁ ଛାଡ଼ି ଦଇେଛୁ। ଆମ୍ଭେ କପଟ କରୁ ନାହୁଁ, ପରମେଶ୍ବରଙ୍କ ବାକ୍ଯ ରେ ପରିବର୍ତ୍ତନ କରୁ ନାହୁଁ, ବରଂ ଆମ୍ଭେ ସତ୍ଯକୁ ସରଳ ଭାବରେ ପ୍ରକାଶ କରୁଛୁ। ଏହାଦ୍ବାରା ଲୋକମାନଙ୍କଠା ରେ ଆମ୍ଭେ ନିଜର ବ୍ଯକ୍ତିତ୍ବ ପ୍ରତିପାଦନ କରୁଛୁ, ଯାହା ଦ୍ବାରା ସମସ୍ତେ ନିଜ ହୃଦୟ ରେ ଜାଣି ପାରିବେ ଯେ, ପରମେଶ୍ବରଙ୍କ ସମ୍ମୁଖ ରେ ଆମ୍ଭମାନେେ ସତ୍ଯ ବାକ୍ଯ ପ୍ରଚାର କରୁଅଛୁ।

2 Corinthians 12:16
ମୁଁ ତୁମ୍ଭମାନଙ୍କ ଉପରେ ଭାରସ୍ବରୂପ ହବୋକୁ ଚା ହେଁ ନାହିଁ କିନ୍ତୁ ଏହା ନିଶ୍ଚିତ ତୁମ୍ଭମାନେେ କ'ଣ ଭାବୁଛ ଯେ ମୁଁ ଛଳ ଭାବରେ ମିଥ୍ଯା କହି ତୁମ୍ଭମାନଙ୍କୁ ଜାଲ ରେ ପକାଇବା ପାଇଁ ଚେଷ୍ଟା କରିବି।

Philippians 3:21
ସେ ସ୍ବର୍ଗରୁ ଆସିବେ ଏବଂ ଯେଉଁ ଶକ୍ତି ବଳ ରେ ସବୁ ବିଷୟକୁ ନିଜ ଅଧୀନସ୍ଥ କରନ୍ତି, ସହେି ଶକ୍ତି ବଳ ରେ ସେ ଆମ୍ଭର ହୟେ, ଦହଗେୁଡ଼ିକୁ ପରିବର୍ତ୍ତନ କରି ତାଙ୍କ ନିଜର ଦହେ ଭଳି ଗୌରବମୟ କରି ଦବେେ।

Malachi 4:5
ସଦାପ୍ରଭୁ କହିଲେ, ଦେଖ, ଭବିଷ୍ଯଦ୍ବକ୍ତା ଏଲିଯଙ୍କୁ ଆମ୍ଭେ ତୁମ୍ଭ ନିକଟକୁ ପଠାଇବା। ସଦାପ୍ରଭୁଙ୍କଠାରୁ ମହାନ୍ ଓ ଭୟଙ୍କର ବିଗ୍ଭର ଦିନ ଆସିବା ପୂର୍ବରୁ ସେ ଆସିବେ।