2 Peter 3 - WEB (Oriya)
1 This is now, beloved, the second letter that I have written to you; and in both of them I stir up your sincere mind by reminding you;ମାେ ମିତ୍ରଗଣ, ଏହି ଦ୍ବିତୀୟ ପତ୍ର ମୁଁ ତୁମ୍ଭକୁ ଲେଖୁଅଛି। ତୁମ୍ଭକୁ କେତଗେୁଡ଼ିଏ ବିଷୟ ମନେ ପକାଇ ଦବୋ ଲାଗି ମୁଁ ଦୁଇଟି ପତ୍ର ଲେଖିଛି।
2 that you should remember the words which were spoken before by the holy prophets, and the commandments of us, the apostles of the Lord and Savior:ପବିତ୍ର ଭବିଷ୍ଯଦ୍ ବକ୍ତାମାନେ ଅତୀତ ରେ ଯାହା କିଛି କହି ଯାଇଛନ୍ତି ମୁଁ ଚା ହେଁ ଯେ, ସଗେୁଡ଼ିକୁ ତୁମ୍ଭମାନେେ ମନେ ପକାଅ। ଆମ୍ଭର ପ୍ରଭୁ ଓ ତ୍ରାଣକର୍ତ୍ତା ଯେଉଁ ଆଜ୍ଞା ଦଇେଛନ୍ତି, ସଗେୁଡ଼ିକୁ ମଧ୍ଯ ମନେ ପକାଅ। ତୁମ୍ଭମାନଙ୍କ ପ୍ ରରେିତମାନଙ୍କ ମାଧ୍ଯମ ରେ ସେ ଆମ୍ଭକୁ ଏହି ଆଜ୍ଞା ଦଇେଥିଲେ।
3 knowing this first, that in the last days mockers will come, walking after their own lusts,ପ୍ରଥମେ, ଶଷେ ଦିନଗୁଡ଼ିକରେ କ'ଣ କ'ଣ ଘଟିବ, ସଗେୁଡ଼ିକ ବୁଝିବା ତୁମ୍ଭର ଦରକାର। ଲୋକେ ତୁମ୍ଭକୁ ପରିହାସ କରିବେ। ସମାନେେ ନିଜ ଇଚ୍ଛା ରେ ମନ୍ଦ କାର୍ୟ୍ଯ କରି ଜୀବନଧାରଣ କରିବେ।
4 and saying, "Where is the promise of his coming? For, from the day that the fathers fell asleep, all things continue as they were from the beginning of the creation."ସମାନେେ କହିବେ, ଯୀଶୁ ପୁନର୍ବାର ଆସିବା ପାଇଁ କହିଥିଲେ। ସେ କାହାନ୍ତି ? ଆମ୍ଭର ପିତାମାନେ ମରିଛନ୍ତି। କିନ୍ତୁ ଜଗତ ସୃଷ୍ଟି ହେଲା ବଳେୁ ସହେିପରି ଭାବରେ ଚାଲିଛି।
5 For this they willfully forget, that there were heavens from of old, and an earth formed out of water and amid water, by the word of God;ସୁଦୂର ଅତୀତ ରେ କ'ଣ ଘଟିଥିଲା, ସମାନେେ ତାହା ମନେ ପକାଇବା ପାଇଁ ଇଚ୍ଛା କରନ୍ତି ନାହିଁ। ଆକାଶମଣ୍ଡଳ ଥିଲା, ପରମେଶ୍ବର ପାଣିରୁ ଓ ପାଣି ଦ୍ବାରା ଜଗତକୁ ସୃଷ୍ଟି କଲେ। ପରମେଶ୍ବରଙ୍କ ବାକ୍ଯ ଦ୍ବାରା ଏହା ସାଧିତ ହେଲା।
6 by which means the world that then was, being overflowed with water, perished.ତାହା ପରେ ସହେି ସଂସାର ପ୍ରଳୟଙ୍କାରୀ ବନ୍ଯା ଜଳ ଦ୍ବାରା ନଷ୍ଟ ହାଇଗେଲା।
7 But the heavens that now are, and the earth, by the same word have been stored up for fire, being reserved against the day of judgment and destruction of ungodly men.ମାତ୍ର ପରମେଶ୍ବରଙ୍କ ସହେି ବାକ୍ଯ ଦ୍ବାରା ଆକାଶମଣ୍ଡଳ ଓ ବର୍ତ୍ତମାନର ଜଗତ ରହିଅଛି। ଆକାଶମଣ୍ଡଳ ଓ ପୃଥିବୀ ଅଗ୍ନି ଦ୍ବାରା ବିନଷ୍ଟ ହବୋ ନିମନ୍ତେ ରକ୍ଷିତ ଅଛି। ପରମେଶ୍ବରଙ୍କ ସମସ୍ତ ବିରୋଧୀ ଲୋକମାନେ ପୁଣି ଆକାଶମଣ୍ଡଳ ଓ ପୃଥିବୀ ନଷ୍ଟ ହବୋ ନିମନ୍ତେ ବିଚାର ଦିନ ପର୍ୟ୍ଯନ୍ତ ସୁରକ୍ଷିତ ଥିବେ।
8 But don't forget this one thing, beloved, that one day is with the Lord as a thousand years, and a thousand years as one day.ପ୍ରିୟ ମିତ୍ରଗଣ, କିନ୍ତୁ ଏହି ବିଶଷେ କଥା ଭୁଲ ନାହିଁ, ପରମେଶ୍ବରଙ୍କ ଲାଗି ଗୋଟିଏ ଦିନ ହଜାର ବର୍ଷ ଭଳି ଓ ହଜାର ବର୍ଷ ଗୋଟିଏ ଦିନ ଭଳି ଅଟେ।
9 The Lord is not slow concerning his promise, as some count slowness; but is patient with us, not wishing that any should perish, but that all should come to repentance.ଯଦିଓ କିଛି ଲୋକେ ଏହାକୁ ଡରେି ବୋଲି ଭାବୁଛନ୍ତି, ତଥାପି ପରମେଶ୍ବର ନିଜ ପ୍ରତିଜ୍ଞା ପୂରଣ କରିବା ରେ ଡ଼ରେି କରିବେ ନାହିଁ। ବରଂ ପରମେଶ୍ବର ତୁମ୍ଭ ପ୍ରତି ର୍ଧୈୟ୍ଯବାନ ହେଉଛନ୍ତି। ପରମେଶ୍ବର କୌଣସି ଲୋକ ନଷ୍ଟ ହେଉ ବୋଲି ଚାହାଁନ୍ତି ନାହିଁ। ପରମେଶ୍ବର ଚାହାଁନ୍ତି ଯେ ପ୍ରେତ୍ୟକକ ଲୋକ ନିଜର ହୃଦୟ ପରିବର୍ତ୍ତନ କରୁ ଓ ପାପ କରିବାକୁ କ୍ଷାନ୍ତ ହେଉ।
10 But the day of the Lord will come as a thief in the night; in which the heavens will pass away with a great noise, and the elements will be dissolved with fervent heat, and the earth and the works that are in it will be burned up.କିନ୍ତୁ ଚୋର ଆସିବା ଦିନପରି, ପ୍ରଭୁଙ୍କ ଆସିବା ଦିନଟି ପ୍ରେତ୍ୟକକଙ୍କୁ ଆଶ୍ଚର୍ୟ୍ଯ କରିବ। ଭୟଙ୍କର ଗର୍ଜନ ସହିତ ଆକାଶମଣ୍ଡଳ ଅଦୃଶ୍ଯ ହାଇୟିବେ। ଆକାଶମଣ୍ଡଳର ସମସ୍ତ ବସ୍ତୁ ଅଗ୍ନି ରେ ଧ୍ବଂସ ହାଇଯେିବ। ଜଗତ ଏହାର ସମସ୍ତ ବିଷୟ ସହିତ ଜଳି ୟିବ।
11 Therefore since all these things are thus to be destroyed, what manner of persons ought you to be in holy living and godliness,ମୁଁ କହିଲା ଭଳି, ଏପରି ଭାବରେ ସବୁ କିଛି ନଷ୍ଟ ହାଇଯେିବ। ଅତଏବ, ତୁମ୍ଭେ କିପରି ଲୋକ ହବୋ ଉଚିତ ? ତୁମ୍ଭେ ପବିତ୍ର ଜୀବନଯାପନ କରି ପରମେଶ୍ବରଙ୍କ ସବୋ କରିବା ଉଚିତ।
12 looking for and earnestly desiring the coming of the day of God, by reason of which the heavens being on fire will be dissolved, and the elements will melt with fervent heat?ପ୍ରଭୁଙ୍କ ଦିନଟି ଆସିବା ପାଇଁ ତୁମ୍ଭେ ଅପେକ୍ଷା ରେ ରହିବା ଉଚିତ। ସହେି ଦିନ ଆସିଲେ ଅଗ୍ନି ଦ୍ବାରା ଆକାଶ ନଷ୍ଟ ହାଇେ ୟିବ ଓ ଆକାଶ ରେ ଥିବା ସବୁ ମୌଳିକ ବସ୍ତୁଗୁଡ଼ିକ ଉତ୍ତାପରେ ତରଳି ୟିବ।
13 But, according to his promise, we look for new heavens and a new earth, in which dwells righteousness.କିନ୍ତୁ ପରମେଶ୍ବର ଆମ୍ଭକୁ ଗୋଟିଏ ପ୍ରତିଶ୍ରୁତି ଦଇେଛନ୍ତି। ଆମ୍ଭମାନେେ ତାହାଙ୍କ ପ୍ରତିଜ୍ଞାନୁସା ରେ ଏକ ନୂତନ ଆକାଶମଣ୍ଡଳ ଓ ନୂତନ ଜଗତର ଅପେକ୍ଷା ରେ ଅଛୁ। ତାହା ଧାର୍ମିକତାର ବାସସ୍ଥଳୀ ହବେ।
14 Therefore, beloved, seeing that you look for these things, be diligent to be found in peace, without blemish and blameless in his sight.ପ୍ରିୟ ମିତ୍ରଗଣ, ଏହି ଘଟଣା ଘଟିବା ପାଇଁ ଆମ୍ଭେ ଅପେକ୍ଷା ରେ ଅଛୁ। ଅତଏବ ପାପ ଓ ଦୋଷ ନ କରିବା ପାଇଁ କଠାେର ପରିଶ୍ରମ କର। ପରମେଶ୍ବରଙ୍କ ସହିତ ଶାନ୍ତି ରେ ରହିବାକୁ ଚେଷ୍ଟା କର।
15 Regard the patience of our Lord as salvation; even as our beloved brother Paul also, according to the wisdom given to him, wrote to you;ପ୍ରଭୁ ର୍ଧୈୟ୍ଯବାନ ବୋଲି ଆମ୍ଭେ ରକ୍ଷା ପାଇଛୁ, ଏହା ମନରେଖ। ପରମେଶ୍ବରଙ୍କ ପ୍ରଦତ୍ତ ଜ୍ଞାନ ବଳ ରେ ଆମ୍ଭର ପ୍ରିୟ ଭାଇ ପାଉଲ ତୁମ୍ଭକୁ ଲେଖିଲା ବେଳେ ସେ ସହେି କଥା କହିଥିଲେ।
16 as also in all of his letters, speaking in them of these things. In those are some things hard to be understood, which the ignorant and unsettled twist, as they also do to the other Scriptures, to their own destruction.ନିଜର ସମସ୍ତ ପତ୍ରଗୁଡ଼ିକରେ ପାଉଲ ଏହିକଥା ଲେଖନ୍ତି। େ ବେଳବେଳେ ପାଉଲଙ୍କ ପତ୍ର ରେ କେତକେ କଥା ବୁଝିବା ପାଇଁ କଷ୍ଟକର ହୁଏ। େକେତେଲାକ ସହେି କଥାଗୁଡ଼ିକୁ ଭୁଲ ଭାବରେ ବ୍ଯାଖ୍ଯା କରନ୍ତି। ସମାନେେ ମୂର୍ଖ ଓ ବିଶ୍ବାସ ରେ ଦୁର୍ବଳ। ସହେି ଲୋକମାନେ ଅନ୍ୟ ଶାସ୍ତ୍ରଗୁଡ଼ିକୁ342 ମଧ୍ଯ ଭୁଲଭାବେ ବୁଝାଇଥାନ୍ତି। କିନ୍ତୁ ଏପରି କରିବା ଦ୍ବାରା ସମାନେେ ନିଜର ଅନିଷ୍ଟ କରୁଛନ୍ତି।
17 You therefore, beloved, knowing these things beforehand, beware lest, being carried away with the error of the wicked, you fall from your own steadfastness.ପ୍ରିୟ ମିତ୍ରଗଣ, ତୁମ୍ଭେ ଏହି ବିଷୟ ରେ ଆଗରୁ ଜାଣ। ଅତଏବ ସାବଧାନ ରୁହ। ସହେି ମନ୍ଦ ଲୋକମାନେ କରୁଥିବା ମନ୍ଦକାର୍ୟ୍ଯ ଦ୍ବାରା ତୁମ୍ଭେ ନିଜକୁ ପ୍ରଭାବିତ ହବୋକୁ ଦିଅ ନାହିଁ। ନିଜ ଦୃଢ଼ ବିଶ୍ବାସରୁ ବିଚଳିତ ନ ହବୋ ପାଇଁ ସାବଧାନ ରୁହ।
18 But grow in the grace and knowledge of our Lord and Savior Jesus Christ. To him be the glory both now and forever. Amen.କିନ୍ତୁ ଆମ୍ଭ ପ୍ରଭୁ ଓ ତ୍ରାଣକର୍ତ୍ତା ଯୀଶୁଖ୍ରୀଷ୍ଟଙ୍କ ଜ୍ଞାନ ଓ ଅନୁଗ୍ରହ ରେ ବୃଦ୍ଧି ପାଅ। ତାହାଙ୍କର ମହିମା ବର୍ତ୍ତମାନ ଓ ସଦାସର୍ବଦା ରହିଥାଉ। ଆମେନ୍।
Oriya Bible