2 Samuel 16

fullscreen20 ଅବଶାଲୋମ ଅହୀଥୋଫଲକକ୍ସ୍ଟ କହିଲା, ଏବେ ଆମ୍ଭମାନଙ୍କର କି କର୍ତ୍ତବ୍ଯ, ଏ ବିଷଯ ରେ ତୁମ୍ଭେ ମନ୍ତ୍ରଣା ଦିଅ।

fullscreen21 ଅହୀଥୋଫଲ ଅବଶା ଲୋମକକ୍ସ୍ଟ କହିଲା, ତକ୍ସ୍ଟମ୍ଭ ପିତା ଗୃହ ଜଗିବା ନିମନ୍ତେ ନିଜର ଯେଉଁ ଉପପତ୍ନୀମାନଙ୍କୁ ଛାଡିୟାଇ ଅଛନ୍ତି, ତୁମ୍ଭେ ସମାନଙ୍କେ ସହିତ ସହବାସ କରିବାକୁ ୟାଅ। ଏହା ସମକ୍ସ୍ଟଦାଯ ଇଶ୍ରାୟେଲୀୟମାନେ ଶକ୍ସ୍ଟଣିବେ। ସମାନେେ ହୃଦ୍ବୋଧ କରିବେ ଯେ, ତୁମ୍ଭର ପିତା ବର୍ତ୍ତମାନ ତୁମ୍ଭରକ୍ସ୍ଟ ଘୃଣା କରନ୍ତି। ତା ହେଲେ ତୁମ୍ଭର ସମର୍ଥକମାନେ ତୁମ୍ଭକୁ ସମର୍ଥନ ଦବୋ ପାଇଁ ଅଧିକ ଉତ୍ସାହିତ ହବେେ।

fullscreen22 ଏହାପରେ ଲୋକମାନେ ଅବଶା ଲୋମ ନିମନ୍ତେ ଗୃହର ଛାତ ଉପରେ ଏକ ତମ୍ବୁ ଲଗାଇଲେ, ତା'ପରେ ଅବଶା ଲୋମ ନିଜ ପିତାର ଉପପତ୍ନୀମାନଙ୍କ ସହିତ ସହବାସ କଲା। ସମସ୍ତ ଇଶ୍ରାୟେଲୀୟମାନେ ଏହା ଦେଖିଲେ।

20 Then said Absalom to Ahithophel, Give counsel among you what we shall do.

21 And Ahithophel said unto Absalom, Go in unto thy father’s concubines, which he hath left to keep the house; and all Israel shall hear that thou art abhorred of thy father: then shall the hands of all that are with thee be strong.

22 So they spread Absalom a tent upon the top of the house; and Absalom went in unto his father’s concubines in the sight of all Israel.

2 Samuel 16 in Tamil and English

20 ଅବଶାଲୋମ ଅହୀଥୋଫଲକକ୍ସ୍ଟ କହିଲା, ଏବେ ଆମ୍ଭମାନଙ୍କର କି କର୍ତ୍ତବ୍ଯ, ଏ ବିଷଯ ରେ ତୁମ୍ଭେ ମନ୍ତ୍ରଣା ଦିଅ।
Then said Absalom to Ahithophel, Give counsel among you what we shall do.

21 ଅହୀଥୋଫଲ ଅବଶା ଲୋମକକ୍ସ୍ଟ କହିଲା, ତକ୍ସ୍ଟମ୍ଭ ପିତା ଗୃହ ଜଗିବା ନିମନ୍ତେ ନିଜର ଯେଉଁ ଉପପତ୍ନୀମାନଙ୍କୁ ଛାଡିୟାଇ ଅଛନ୍ତି, ତୁମ୍ଭେ ସମାନଙ୍କେ ସହିତ ସହବାସ କରିବାକୁ ୟାଅ। ଏହା ସମକ୍ସ୍ଟଦାଯ ଇଶ୍ରାୟେଲୀୟମାନେ ଶକ୍ସ୍ଟଣିବେ। ସମାନେେ ହୃଦ୍ବୋଧ କରିବେ ଯେ, ତୁମ୍ଭର ପିତା ବର୍ତ୍ତମାନ ତୁମ୍ଭରକ୍ସ୍ଟ ଘୃଣା କରନ୍ତି। ତା ହେଲେ ତୁମ୍ଭର ସମର୍ଥକମାନେ ତୁମ୍ଭକୁ ସମର୍ଥନ ଦବୋ ପାଇଁ ଅଧିକ ଉତ୍ସାହିତ ହବେେ।
And Ahithophel said unto Absalom, Go in unto thy father’s concubines, which he hath left to keep the house; and all Israel shall hear that thou art abhorred of thy father: then shall the hands of all that are with thee be strong.

22 ଏହାପରେ ଲୋକମାନେ ଅବଶା ଲୋମ ନିମନ୍ତେ ଗୃହର ଛାତ ଉପରେ ଏକ ତମ୍ବୁ ଲଗାଇଲେ, ତା'ପରେ ଅବଶା ଲୋମ ନିଜ ପିତାର ଉପପତ୍ନୀମାନଙ୍କ ସହିତ ସହବାସ କଲା। ସମସ୍ତ ଇଶ୍ରାୟେଲୀୟମାନେ ଏହା ଦେଖିଲେ।
So they spread Absalom a tent upon the top of the house; and Absalom went in unto his father’s concubines in the sight of all Israel.