2 Samuel 5

1 ତା'ପରେ ଇଶ୍ରାୟେଲର ସମସ୍ତ ପରିବାରବର୍ଗ ହିବ୍ରୋଣଠାରେ ଦାଉଦଙ୍କ ନିକଟକକ୍ସ୍ଟ ଆସିଲେ। ସମାନେେ କହିଲେ, ଆମ୍ଭମାନେେ ତୁମ୍ଭର ନିଜ ପରିବାର।

2 ଏପରିକି ଯେତବେେଳେ ଶାଉଲ ରାଜା ଥିଲେ ସେତବେେଳେ ଆପଣ ଆମ୍ଭମାନଙ୍କୁ ୟକ୍ସ୍ଟଦ୍ଧ ରେ ଆଗଇେ ନଇେଥିଲେ। ଆଉ ଆପଣ ହେଉଛନ୍ତି ସହେି ଲୋକ ଯେ କି ଯୁଦ୍ଧରୁ ଇଶ୍ରାୟେଲକକ୍ସ୍ଟ ନିରାପଦ ରେ ଫରୋଇ ଆଣିଥିଲେ ଏବଂ ସଦାପ୍ରଭୁ ତୁମ୍ଭକୁ କହିଛନ୍ତି, 'ତୁମ୍ଭେ ମାରେ ଲୋକମାନଙ୍କର ମଷେପାଳକ ହବେ। ଇଶ୍ରାୟେଲ ଓ ତୁମ୍ଭେ ଇଶ୍ରାୟେଲର ଲୋକମାନଙ୍କ ଉପରେ ଶାସନ କରିବ।'

3 ତେଣୁ ଇଶ୍ରାୟେଲର ସମସ୍ତ ନେତାମାନେ ରାଜା ଦାଉଦଙ୍କ ସାକ୍ଷାତ ପାଇଁ ହିବ୍ରୋଣକକ୍ସ୍ଟ ଆସିଲେ। ତହିଁରେ ରାଜା ଦାଉଦ ହିବ୍ରୋଣ ରେ ସଦାପ୍ରଭୁ ସମ୍ମକ୍ସ୍ଟଖ ରେ ସମାନଙ୍କେ ସହିତ ଚକ୍ସ୍ଟକ୍ତି କଲେ ଓ ସମାନେେ ଇଶ୍ରାୟେଲର ରାଜା ରୂପେ ଦାଉଦଙ୍କକ୍ସ୍ଟ ଅଭିଷିକ୍ତ କଲେ।

4 ଯେତବେେଳେ ଦାଉଦଙ୍କ ତିରିଷବର୍ଷ ବଯସ ଥିଲା, ସେ ରାଜତ୍ବ କରିବା ଆରମ୍ଭ କଲେ। ସେ ଗ୍ଭଳିଷବର୍ଷ ଧରି ରାଜତ୍ବ କଲେ।

5 ହିବ୍ରୋଣ ରେ, ସେ ୟିହକ୍ସ୍ଟଦା ଉପରେ ସାତ ବର୍ଷ ଓ ଛଅ ମାସ ରାଜତ୍ବ କଲେ; ପକ୍ସ୍ଟଣି ସେ ୟିରକ୍ସ୍ଟଶାଲମ ରେ ସମସ୍ତ ଇଶ୍ରାୟେଲ ଓ ୟିହକ୍ସ୍ଟଦା ଉପରେ ତତେିଶ ବର୍ଷ ରାଜତ୍ବ କଲେ।

6 ଏହାପରେ ରାଜା ଓ ତାଙ୍କର ଲୋକମାନେ ୟିରକ୍ସ୍ଟଶାଲମ ରେ ବାସ କରୁଥିବା ୟିବୂଷୀଯମାନଙ୍କ ବିରକ୍ସ୍ଟଦ୍ଧ ରେ ୟକ୍ସ୍ଟଦ୍ଧ କରିବାକୁ ଗଲେ। ଏହି ୟିବୂଷୀଯମାନେ ଦାଉଦଙ୍କକ୍ସ୍ଟ କହିଲେ, ତୁମ୍ଭେ ଏହି ସ୍ଥାନକକ୍ସ୍ଟ ଆସି ପାରିବ ନାହିଁ। ଏପରିକି ଆମ୍ଭମାନଙ୍କର ଅନ୍ଧ ଓ ଅର୍ଥବ ଲୋକମାନେ ତୁମ୍ଭକୁ ଅଟକାଇ ପାରିବେ। ସମାନେେ ଏହି ଚିନ୍ତାଧାରା ପ୍ରକାଶ କଲେ ଯେ, ସମାନଙ୍କେର ନଗର ରେ ପ୍ରବେଶ କରିବା ପାଇଁ ଦାଉଦ ଅକ୍ଷମ ହବେେ।

7 ତଥାପି ଦାଉଦ ସିୟୋନର ଦୃଢ ଗଡ ଅଧିକାର କଲେ। ତାହା ହେଲା ଦାଉଦ ନଗର।

8 ସହେି ଦିନ ଦାଉଦ ତାଙ୍କର ଲୋକମାନଙ୍କୁ କହିଲେ, ଯେଉଁମାନେ ୟିବୂଷୀଯମାନଙ୍କୁ ଆକ୍ରମଣ କରିବା ପାଇଁ ଇଚ୍ଛା କରୁଛନ୍ତି ସମାନେେ ପାଣିନଳ ମଧ୍ଯ ଦଇେ ୟିବା ଉଚିତ୍ ଓ ସହେିସବୁ େଛାଟା ଓ ଅନ୍ଧ ଲୋକମାନଙ୍କ ପାଖକକ୍ସ୍ଟ ପହଞ୍ଚିବା ଉଚିତ୍।

9 ଦାଉଦ ସହେି ଦକ୍ସ୍ଟର୍ଗ ରେ ବାସ କଲେ, ଏବଂ ସହେି ସହରକକ୍ସ୍ଟ, ଦାଉଦ ସହର ନାମ ରେ ନାମିତ କଲେ। ଦାଉଦ ମିଲ୍ଲୋ ସ୍ଥାନକକ୍ସ୍ଟ ନିର୍ମାଣ କରିବାକୁ ଆରମ୍ଭ କଲେ। ସେ ମଧ୍ଯ ନଗର ଭିତ ରେ ବହକ୍ସ୍ଟତ ପକ୍କାଘର ନିର୍ମାଣ କଲେ।

10 ଆଉ ସର୍ବଶକ୍ତିମାନ ସଦାପ୍ରଭୁ ଦାଉଦଙ୍କର ସହାୟ ହବୋରକ୍ସ୍ଟ ଦାଉଦ ଆହକ୍ସ୍ଟରି ଅଧିକରୁ ଅଧିକ ଶକ୍ତିଶାଳୀ ହେଲେ।

11 ସୋରର ରାଜା ହୀରମ୍ ଦାଉଦଙ୍କ ନିକଟକକ୍ସ୍ଟ ଦୂତଗଣ ପଠାଇଲେ। ହୀରମ୍ ମଧ୍ଯ ଏରସ କାଠ, ବଢାଇ ଓ ରାଜମିସ୍ତ୍ରୀମାନଙ୍କୁ ପଠାଇଲେ। ସମାନେେ ଦାଉଦଙ୍କ ପାଇଁ ଏକ ଘର ତିଆରି କଲେ।

12 ସଦାପ୍ରଭୁ ଦାଉଦଙ୍କକ୍ସ୍ଟ ଇଶ୍ରାୟେଲର ରାଜା କଲେ ଓ ତାଙ୍କର ଇଶ୍ରାୟେଲର ଲୋକମାନଙ୍କ ପାଇଁ ରାଜ୍ଯକକ୍ସ୍ଟ ଅତ୍ଯଧିକ କ୍ଷମତା ଦେଲେ। ଏହା ଦାଉଦ ବକ୍ସ୍ଟଝି ପାରିଲେ।

13 ଦାଉଦ ହିବ୍ରୋଣରକ୍ସ୍ଟ ଯିରୁଶାଲମକୁ ଗଲେ। ସଠାେରେ ସେ ଅନକେ ସ୍ତ୍ରୀମାନଙ୍କୁ ଓ ଅନକେ ଉପପତ୍ନୀମାନଙ୍କୁ ବିବାହ କଲେ ଏବଂ ସଠାେରେ ତାଙ୍କଠାରକ୍ସ୍ଟ ଅନକେ ପିଲା ଜନ୍ମ ହେଲେ।

14 ସହେିସବୁ ପକ୍ସ୍ଟତ୍ର ଯେଉଁମାନେ ୟିରକ୍ସ୍ଟଶାଲମ ରେ ଦାଉଦଙ୍କ ଔରସରକ୍ସ୍ଟ ଜନ୍ମ ହେଲେ। ସମାନେେ ହେଲେ, ସମ୍ମୂଯ, ଶୋବବ୍, ନାଥନ୍ ଓ ଶଲୋମନ୍।

15 ଯିଭର, ଇଲୀଶ୍ବଯ, ନଫେଗ୍ ଓ ୟାଫିଯ,

16 ଇଲୀଶାମା, ଇଲୀଯାଦା ଓ ଇଲୀଫଲଟେ ନାମ ରେ ଜଣା।

17 ପଲେଷ୍ଟୀୟମାନେ ଜାଣିବାକକ୍ସ୍ଟ ପାଇଲେ ଯେ, ସମଗ୍ର ଇଶ୍ରାୟେଲୀୟମାନଙ୍କ ରାଜା ଭାବରେ ଦାଉଦଙ୍କକ୍ସ୍ଟ ବଚ୍ଛା ୟାଇଛି। ତେଣୁ ଦାଉଦଙ୍କକ୍ସ୍ଟ ମାରିବା ପାଇଁ ସମସ୍ତ ପଲେଷ୍ଟୀୟ ଦାଉଦଙ୍କକ୍ସ୍ଟ ଖାଜେିଲେ। ତେଣୁ ଦାଉଦ ଏହା ଜାଣିପାରି ୟିରକ୍ସ୍ଟଶାଲମ ରେ ଥିବା ଗଡ ଭିତ ରେ ୟାଇ ଲକ୍ସ୍ଟଚିଲେ।

18 ପଲେଷ୍ଟୀୟମାନେ ଫରେି ରଫାଯିମ୍ ଉପତ୍ୟକା ରେ ସନୋଛାଉଣୀ ପକାଇଲେ।

19 ଦାଉଦ ସଦାପ୍ରଭୁଙ୍କ ସମ୍ମକ୍ସ୍ଟଖ ରେ ପଚାରିଲେ, ମାରେପଲେଷ୍ଟୀୟମାନଙ୍କ ସହିତ ୟକ୍ସ୍ଟଦ୍ଧ କରିବା ଉଚିତ୍ କି? ପଲେଷ୍ଟୀୟମାନଙ୍କୁ ପରାସ୍ତ କରିବା ପାଇଁ ଆପଣ ମାେତେ ସାହାୟ୍ଯ କରିବେ କି?

20 ତା'ପରେ ଦାଉଦ ବାଲ୍-ପରାସୀମକକ୍ସ୍ଟ ଗଲେ, ଏବଂ ସଠାେରେ ପଲେଷ୍ଟୀୟମାନଙ୍କୁ ପରାସ୍ତ କଲେ। ଦାଉଦ କହିଲେ, ସଦାପ୍ରଭୁ ମାରେ ଶତୃମାନଙ୍କୁ ଛିନ୍ନ ବିଛିନ୍ନ କଲେ, ଯେପରି ନଦୀ ଭଙ୍ଗାବନ୍ଧକକ୍ସ୍ଟ ଭାଙ୍ଗି ବହି ନଇୟୋଏ। ଯେଉଁଥିପାଇଁ ଦାଉଦ ଉକ୍ତ ସ୍ଥାନର ନାମ ବାଲ୍-ପରାସୀମ ରଖିଥିଲେ।

21 ସହେି ସ୍ଥାନ ରେ ପଲେଷ୍ଟୀୟମାନେ ସମାନଙ୍କେର ମୂର୍ତ୍ତିଗୁଡିକୁ ଛାଡି ଗ୍ଭଲିଗଲେ। ଦାଉଦ ଓ ତାଙ୍କର ପୁରୁଷମାନେ ସହେିସବୁ ମୂର୍ତ୍ତିଗୁଡିକୁ ଦୂ ରଇେ ଦେଲେ।

22 ଆଉଥରେ ପଲେଷ୍ଟୀୟମାନେ ରଫାଯିମ ଉପତ୍ୟକା ରେ ଛାଉଣୀ ପକାଇଲେ।

23 ଦାଉଦ ସଦାପ୍ରଭୁଙ୍କୁ ପ୍ରାର୍ଥନା କଲେ ଏବଂ ତା'ପରେ ସଦାପ୍ରଭୁ ତାଙ୍କୁ କହିଲେ, ସଠାେରେ ଆଗକକ୍ସ୍ଟ ୟାଅ ନାହିଁ। ତୁମ୍ଭମାନେେ ସମାନଙ୍କେ ପଛ ରେ ୟାଅ ଏବଂ ତୂତ୍ବୃକ୍ଷ ଆର ପାଶର୍‌ବ ରେ ସମାନଙ୍କେୁ ପଛପଟକ୍ସ୍ଟ ଆକ୍ରମଣ କର।

24 ତୁମ୍ଭମାନେେ ସହେି ତୂତ୍ବୃକ୍ଷ ତାଟୋ ଉପରେ ୈସନ୍ଯମାନଙ୍କର ପଦାଗ୍ଭରଣର ଶଦ୍ଦ ପରି ଶଦ୍ଦ ଶକ୍ସ୍ଟଣିପାରିବ। ତବେେ ତୁମ୍ଭମାନେେ ସମାନଙ୍କେୁ ଶିଘ୍ର ଆକ୍ରମଣ କରିବ, କାରଣ ସହେି ସମୟରେ ସଦାପ୍ରଭୁ ତୁମ୍ଭମାନଙ୍କ ଆଗ ରେ ଯିବେ ଏବଂ ତୁମ୍ଭମାନଙ୍କ ସକାେଶ ପଲେଷ୍ଟୀୟମାନଙ୍କୁ ପରାସ୍ତ କରିବେ।

25 ସଦାପ୍ରଭୁ ଯେପରି ଆଜ୍ଞା ଦେଲେ, ଦାଉଦ ସହେିପରି କଲେ ଓ ଗବୋଠାରକ୍ସ୍ଟ ଗଷେର ପର୍ୟ୍ଯନ୍ତ ପଲେଷ୍ଟୀୟମାନଙ୍କୁ ପରାସ୍ତ କଲେ।

1 Then came all the tribes of Israel to David unto Hebron, and spake, saying, Behold, we are thy bone and thy flesh.

2 Also in time past, when Saul was king over us, thou wast he that leddest out and broughtest in Israel: and the Lord said to thee, Thou shalt feed my people Israel, and thou shalt be a captain over Israel.

3 So all the elders of Israel came to the king to Hebron; and king David made a league with them in Hebron before the Lord: and they anointed David king over Israel.

4 David was thirty years old when he began to reign, and he reigned forty years.

5 In Hebron he reigned over Judah seven years and six months: and in Jerusalem he reigned thirty and three years over all Israel and Judah.

6 And the king and his men went to Jerusalem unto the Jebusites, the inhabitants of the land: which spake unto David, saying, Except thou take away the blind and the lame, thou shalt not come in hither: thinking, David cannot come in hither.

7 Nevertheless David took the strong hold of Zion: the same is the city of David.

8 And David said on that day, Whosoever getteth up to the gutter, and smiteth the Jebusites, and the lame and the blind, that are hated of David’s soul, he shall be chief and captain. Wherefore they said, The blind and the lame shall not come into the house.

9 So David dwelt in the fort, and called it the city of David. And David built round about from Millo and inward.

10 And David went on, and grew great, and the Lord God of hosts was with him.

11 And Hiram king of Tyre sent messengers to David, and cedar trees, and carpenters, and masons: and they built David an house.

12 And David perceived that the Lord had established him king over Israel, and that he had exalted his kingdom for his people Israel’s sake.

13 And David took him more concubines and wives out of Jerusalem, after he was come from Hebron: and there were yet sons and daughters born to David.

14 And these be the names of those that were born unto him in Jerusalem; Shammua, and Shobab, and Nathan, and Solomon,

15 Ibhar also, and Elishua, and Nepheg, and Japhia,

16 And Elishama, and Eliada, and Eliphalet.

17 But when the Philistines heard that they had anointed David king over Israel, all the Philistines came up to seek David; and David heard of it, and went down to the hold.

18 The Philistines also came and spread themselves in the valley of Rephaim.

19 And David inquired of the Lord, saying, Shall I go up to the Philistines? wilt thou deliver them into mine hand? And the Lord said unto David, Go up: for I will doubtless deliver the Philistines into thine hand.

20 And David came to Baal-perazim, and David smote them there, and said, The Lord hath broken forth upon mine enemies before me, as the breach of waters. Therefore he called the name of that place Baal-perazim.

21 And there they left their images, and David and his men burned them.

22 And the Philistines came up yet again, and spread themselves in the valley of Rephaim.

23 And when David inquired of the Lord, he said, Thou shalt not go up; but fetch a compass behind them, and come upon them over against the mulberry trees.

24 And let it be, when thou hearest the sound of a going in the tops of the mulberry trees, that then thou shalt bestir thyself: for then shall the Lord go out before thee, to smite the host of the Philistines.

25 And David did so, as the Lord had commanded him; and smote the Philistines from Geba until thou come to Gazer.

2 Corinthians 11 in Tamil and English

1 என் புத்தியீனத்தை நீங்கள் சற்றே சகித்தால் நலமாயிருக்கும்; என்னைச் சகித்துமிருக்கிறீர்களே.
Would to God ye could bear with me a little in my folly: and indeed bear with me.

2 நான் உங்களைக் கற்புள்ள கன்னியாகக் கிறிஸ்து என்னும் ஒரே புருஷனுக்கு ஒப்புக்கொடுக்க நியமித்தபடியால், உங்களுக்காக தேவவைராக்கியமான வைராக்கியங்கொண்டிருக்கிறேன்.
For I am jealous over you with godly jealousy: for I have espoused you to one husband, that I may present you as a chaste virgin to Christ.

3 ஆகிலும், சர்ப்பமானது தன்னுடைய தந்திரத்தினாலே ஏவாளை வஞ்சித்ததுபோல, உங்கள் மனதும் கிறிஸ்துவைப்பற்றிய உண்மையினின்று விலகும்படி கெடுக்கப்படுமோவென்று பயந்திருக்கிறேன்.
But I fear, lest by any means, as the serpent beguiled Eve through his subtilty, so your minds should be corrupted from the simplicity that is in Christ.

4 எப்படியெனில், உங்களிடத்தில் வருகிறவன் நாங்கள் பிரசங்கியாத வேறொரு இயேசுவைப் பிரசங்கித்தானானால், அல்லது நீங்கள் பெற்றிராத வேறொரு ஆவியையும், நீங்கள் ஏற்றுக்கொள்ளாத வேறொரு சுவிசேஷத்தையும் பெற்றீர்களானால், நன்றாய்ச் சகித்திருப்பீர்களே.
For if he that cometh preacheth another Jesus, whom we have not preached, or if ye receive another spirit, which ye have not received, or another gospel, which ye have not accepted, ye might well bear with him.

5 மகா பிரதான அப்போஸ்தலரிலும், நான் ஒன்றிலும் குறைவுள்ளவனல்லவென்று எண்ணுகிறேன்.
For I suppose I was not a whit behind the very chiefest apostles.

6 நான் பேச்சிலே கல்லாதவனாயிருந்தாலும், அறிவிலே கல்லாதவனல்ல; எந்த விஷயத்திலும் எல்லாருக்கு முன்பாகவும் உங்களுக்குள்ளே நாங்கள் வெளிப்பட்டிருக்கிறோமே.
But though I be rude in speech, yet not in knowledge; but we have been throughly made manifest among you in all things.

7 நீங்கள் உயர்த்தப்படும்படி நான் என்னைத்தானே தாழ்த்தி, தேவனுடைய சுவிசேஷத்தை இலவசமாய் உங்களுக்குப் பிரசங்கித்ததினாலே குற்றஞ்செய்தேனோ?
Have I committed an offence in abasing myself that ye might be exalted, because I have preached to you the gospel of God freely?

8 உங்களுக்கு ஊழியஞ்செய்யும்படிக்கு, மற்றச் சபைகளிடத்தில் சம்பளத்தைப்பெற்று, அவர்களைக் கொள்ளையிட்டேன்.
I robbed other churches, taking wages of them, to do you service.

9 நான் உங்களோடிருந்து குறைவுபட்டபோதும், ஒருவரையும் நான் வருத்தப்படுத்தவில்லை; மக்கெதோனியாவிலிருந்து வந்த சகோதரர் என் குறைவை நிறைவாக்கினார்கள், எவ்விதத்திலேயும் உங்களுக்குப் பாரமாயிராதபடிக்கு ஜாக்கிரதையாயிருந்தேன், இனிமேலும் ஜாக்கிரதையாயிருப்பேன்.
And when I was present with you, and wanted, I was chargeable to no man: for that which was lacking to me the brethren which came from Macedonia supplied: and in all things I have kept myself from being burdensome unto you, and so will I keep myself.

10 அகாயாநாட்டின் திசைகளிலே இந்தப் புகழ்ச்சி என்னைவிட்டு நீங்குவதில்லையென்று என்னிலுள்ள கிறிஸ்துவினுடைய சத்தியத்தைக்கொண்டு சொல்லுகிறேன்.
As the truth of Christ is in me, no man shall stop me of this boasting in the regions of Achaia.

11 இப்படிச் சொல்லவேண்டியதென்ன? நான் உங்களைச் சிநேகியாதபடியினாலேயோ? தேவன் அறிவார்.
Wherefore? because I love you not? God knoweth.

12 மேலும், எங்களை விரோதிக்கச் சமயந்தேடுகிறவர்களுக்குச் சமயம் கிடையாதபடிக்கு, தங்களைக்குறித்து மேன்மைபாராட்டுகிற காரியத்தில் அவர்கள் எங்களைப்போலக் காணப்படும்படி, நான் செய்வதையே இன்னும் செய்வேன்.
But what I do, that I will do, that I may cut off occasion from them which desire occasion; that wherein they glory, they may be found even as we.

13 அப்படிப்பட்டவர்கள் கள்ள அப்போஸ்தலர்கள், கபடமுள்ள வேலையாட்கள், கிறிஸ்துவினுடைய அப்போஸ்தலரின் வேஷத்தைத் தரித்துக்கொண்டவர்களாயிருக்கிறார்கள்.
For such are false apostles, deceitful workers, transforming themselves into the apostles of Christ.

14 அது ஆச்சரியமல்ல, சாத்தானும் ஒளியின் தூதனுடைய வேஷத்தைத் தரித்துக்கொள்வானே.
And no marvel; for Satan himself is transformed into an angel of light.

15 ஆகையால் அவனுடைய ஊழியக்காரரும் நீதியின் ஊழியக்காரருடைய வேஷத்தைத் தரித்துக்கொண்டால் அது ஆச்சரியமல்லவே; அவர்கள் முடிவு அவர்கள் கிரியைகளுக்குத்தக்கதாயிருக்கும்.
Therefore it is no great thing if his ministers also be transformed as the ministers of righteousness; whose end shall be according to their works.

16 பின்னும் நான் சொல்லுகிறேன்; ஒருவனும் என்னைப் புத்தியீனனென்று எண்ணவேண்டாம்; அப்படி எண்ணினால், நானும் சற்றே மேன்மைபாராட்டும்படி, என்னைப் புத்தியீனனைப்போலாகிலும் ஏற்றுக்கொள்ளுங்கள்.
I say again, Let no man think me a fool; if otherwise, yet as a fool receive me, that I may boast myself a little.

17 இப்படி நான் சொல்லுகிறது கர்த்தருக்கேற்றபடி சொல்லாமல், மேன்மைபாராட்டும் தைரியத்தினாலே புத்தியீனனைப்போலச் சொல்லுகிறேன்.
That which I speak, I speak it not after the Lord, but as it were foolishly, in this confidence of boasting.

18 அநேகர் மாம்சத்திற்கேற்றபடி மேன்மைபாராட்டிக்கொள்ளுகையில், நானும் மேன்மைபாராட்டுவேன்.
Seeing that many glory after the flesh, I will glory also.

19 நீங்கள் புத்தியுள்ளவர்களாயிருந்து புத்தியில்லாதவர்களைச் சந்தோஷமாய்ச் சகித்திருக்கிறீர்களே.
For ye suffer fools gladly, seeing ye yourselves are wise.

20 ஒருவன் உங்களைச் சிறையாக்கினாலும், ஒருவன் உங்களைப் பட்சித்தாலும், ஒருவன் உங்களைக் கைவசப்படுத்தினாலும், ஒருவன் தன்னை உயர்த்தினாலும், ஒருவன் உங்களை முகத்தில் அறைந்தாலும் சகித்திருக்கிறீர்களே.
For ye suffer, if a man bring you into bondage, if a man devour you, if a man take of you, if a man exalt himself, if a man smite you on the face.

21 நாங்கள் பலவீனரானதுபோல, எங்களுக்கு வந்த கனவீனத்தைக்குறித்துப் பேசுகிறேன்; ஒருவன் எதிலே துணிவுள்ளவனாயிருக்கிறானோ அதிலே நானும் துணிவுள்ளவனாயிருக்கிறேன்; இப்படிப் புத்தியீனமாய்ப் பேசுகிறேன்.
I speak as concerning reproach, as though we had been weak. Howbeit whereinsoever any is bold, (I speak foolishly,) I am bold also.

22 அவர்கள் எபிரெயரா? நானும் எபிரெயன்; அவர்கள் இஸ்ரவேலரா? நானும் இஸ்ரவேலன்; அவர்கள் ஆபிரகாமின் சந்ததியாரா? நானும் ஆபிரகாமின் சந்ததியான்.
Are they Hebrews? so am I. Are they Israelites? so am I. Are they the seed of Abraham? so am I.

23 அவர்கள் கிறிஸ்துவின் ஊழியக்காரரா? நான் அதிகம்; புத்தியீனமாய்ப் பேசுகிறேன்; நான் அதிகமாய்ப் பிரயாசப்பட்டவன், அதிகமாய் அடிபட்டவன், அதிகமாய்க் காவல்களில் வைக்கப்பட்டவன், அநேகந்தரம் மரண அவதியில் அகப்பட்டவன்.
Are they ministers of Christ? (I speak as a fool) I am more; in labours more abundant, in stripes above measure, in prisons more frequent, in deaths oft.

24 யூதர்களால் ஒன்றுகுறைய நாற்பதடியாக ஐந்துதரம் அடிபட்டேன்;
Of the Jews five times received I forty stripes save one.

25 மூன்றுதரம் மிலாறுகளால் அடிபட்டேன், ஒருதரம் கல்லெறியுண்டேன், மூன்றுதரம் கப்பற்சேதத்தில் இருந்தேன், கடலிலே ஒரு இராப்பகல் முழுவதும் போக்கினேன்.
Thrice was I beaten with rods, once was I stoned, thrice I suffered shipwreck, a night and a day I have been in the deep;

26 அநேகந்தரம் பிரயாணம்பண்ணினேன்; ஆறுகளால் வந்த மோசங்களிலும், கள்ளரால் வந்த மோசங்களிலும், என் சுயஜனங்களால் வந்த மோசங்களிலும், அந்நிய ஜனங்களால் வந்த மோசங்களிலும், பட்டணங்களில் உண்டான மோசங்களிலும், வனாந்தரத்தில் உண்டான மோசங்களிலும், சமுத்திரத்தில் உண்டான மோசங்களிலும், கள்ளச்சகோதரரிடத்தில் உண்டான மோசங்களிலும்;
In journeyings often, in perils of waters, in perils of robbers, in perils by mine own countrymen, in perils by the heathen, in perils in the city, in perils in the wilderness, in perils in the sea, in perils among false brethren;

27 பிரயாசத்திலும், வருத்தத்திலும், அநேகமுறை கண்விழிப்புகளிலும், பசியிலும் தாகத்திலும், அநேகமுறை உபவாசங்களிலும், குளிரிலும், நிர்வாணத்திலும் இருந்தேன்.
In weariness and painfulness, in watchings often, in hunger and thirst, in fastings often, in cold and nakedness.

28 இவை முதலானவைகளையல்லாமல், எல்லாச் சபைகளைக்குறித்தும் உண்டாயிருக்கிற கவலை என்னை நாள்தோறும் நெருக்குகிறது.
Beside those things that are without, that which cometh upon me daily, the care of all the churches.

29 ஒருவன் பலவீனனானால் நானும் பலவீனனாகிறதில்லையோ? ஒருவன் இடறினால் என் மனம் எரியாதிருக்குமோ?
Who is weak, and I am not weak? who is offended, and I burn not?

30 நான் மேன்மைபாராட்டவேண்டுமானால், என் பலவீனத்திற்கடுத்தவைகளைக் குறித்து மேன்மைபாராட்டுவேன்.
If I must needs glory, I will glory of the things which concern mine infirmities.

31 என்றென்றைக்கும் ஸ்தோத்திரிக்கப்பட்ட தேவனும், நம்முடைய கர்த்தராகிய இயேசுகிறிஸ்துவின் பிதாவுமானவர் நான் பொய் சொல்லுகிறதில்லையென்று அறிவார்.
The God and Father of our Lord Jesus Christ, which is blessed for evermore, knoweth that I lie not.

32 தமஸ்குபட்டணத்து அரேத்தா ராஜாவினுடைய சேனைத்தலைவன் என்னைப் பிடிக்கவேண்டுமென்று தமஸ்கருடைய பட்டணத்தைக் காவல்வைத்துக் காத்தான்;
In Damascus the governor under Aretas the king kept the city of the Damascenes with a garrison, desirous to apprehend me:

33 அப்பொழுது நான் கூடையிலே வைக்கப்பட்டு, ஜன்னலிலிருந்து மதில்வழியாய் இறக்கிவிடப்பட்டு, அவனுடைய கைக்குத் தப்பினேன்.
And through a window in a basket was I let down by the wall, and escaped his hands.