2 Thessalonians 3
16 ଆମ୍ଭେ ପ୍ରାର୍ଥନା କରୁ ଯେ, ଶାନ୍ତିର ପ୍ରଭୁ ତୁମ୍ଭମାନଙ୍କୁ ଶାନ୍ତି ପ୍ରଦାନ କରନ୍ତୁ। ଆମ୍ଭେ ପ୍ରାର୍ଥନା କରୁ ଯେ, ସେ ତୁମ୍ଭମାନଙ୍କୁ ସବୁବେଳେ ଓ ପ୍ରେତ୍ୟକକ କ୍ଷେତ୍ର ରେ ଶାନ୍ତି ପ୍ରଦାନ କରନ୍ତୁ। ପ୍ରଭୁ ତୁମ୍ଭମାନଙ୍କ ସମସ୍ତଙ୍କ ସହିତ ଥାଆନ୍ତୁ।
17 ମୁଁ (ପାଉଲ), ସେ ନିଜ ହାତ ରେ ଲେଖିଥିବା ଏହି ପତ୍ର ମାେ ଦସ୍ତଖତ କରି ସମାପ୍ତ କରୁଛି। ପତ୍ରଗୁଡ଼ିକ ମାରେ ବୋଲି ଜଣାଇ ଦବୋ ପାଇଁ ମୁଁ ମାରେ ସମସ୍ତ ପତ୍ର ରେ ଦସ୍ତଖତ କରିଛି। ମାେ ଲେଖିବାର ଢ଼ଙ୍ଗ ଏହିପରି।
18 ଆମ୍ଭ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଅନୁଗ୍ରହ ତୁମ୍ଭ ସମସ୍ତଙ୍କ ସହିତ ରହିଥାଉ।
16 Now the Lord of peace himself give you peace always by all means. The Lord be with you all.
17 The salutation of Paul with mine own hand, which is the token in every epistle: so I write.
18 The grace of our Lord Jesus Christ be with you all. Amen.
2 Thessalonians 3 in Tamil and English
16 ଆମ୍ଭେ ପ୍ରାର୍ଥନା କରୁ ଯେ, ଶାନ୍ତିର ପ୍ରଭୁ ତୁମ୍ଭମାନଙ୍କୁ ଶାନ୍ତି ପ୍ରଦାନ କରନ୍ତୁ। ଆମ୍ଭେ ପ୍ରାର୍ଥନା କରୁ ଯେ, ସେ ତୁମ୍ଭମାନଙ୍କୁ ସବୁବେଳେ ଓ ପ୍ରେତ୍ୟକକ କ୍ଷେତ୍ର ରେ ଶାନ୍ତି ପ୍ରଦାନ କରନ୍ତୁ। ପ୍ରଭୁ ତୁମ୍ଭମାନଙ୍କ ସମସ୍ତଙ୍କ ସହିତ ଥାଆନ୍ତୁ।
Now the Lord of peace himself give you peace always by all means. The Lord be with you all.
17 ମୁଁ (ପାଉଲ), ସେ ନିଜ ହାତ ରେ ଲେଖିଥିବା ଏହି ପତ୍ର ମାେ ଦସ୍ତଖତ କରି ସମାପ୍ତ କରୁଛି। ପତ୍ରଗୁଡ଼ିକ ମାରେ ବୋଲି ଜଣାଇ ଦବୋ ପାଇଁ ମୁଁ ମାରେ ସମସ୍ତ ପତ୍ର ରେ ଦସ୍ତଖତ କରିଛି। ମାେ ଲେଖିବାର ଢ଼ଙ୍ଗ ଏହିପରି।
The salutation of Paul with mine own hand, which is the token in every epistle: so I write.
18 ଆମ୍ଭ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଅନୁଗ୍ରହ ତୁମ୍ଭ ସମସ୍ତଙ୍କ ସହିତ ରହିଥାଉ।
The grace of our Lord Jesus Christ be with you all. Amen.