2 Timothy 2

1 ତୀମଥି, ତୁମ୍ଭେ ମାରେ ଜଣେ ପୁତ୍ର ଭଳି। ଖ୍ରୀଷ୍ଟ ଯୀଶୁଙ୍କଠା ରେ ଆମ୍ଭକୁ ମିଳିଥିବା ଅନୁଗ୍ରହ ରେ ଶକ୍ତିଶାଳୀ ହୁଅ।

2 ମୁଁ ଶିକ୍ଷା ଦଇେଥିବା କଥାସବୁ ତୁମ୍ଭେ ଶୁଣିଛ। ଅନକେ ଅନ୍ୟ ଲୋକ ମଧ୍ଯ ସହେି କଥା ଶୁଣିଛନ୍ତି। ତୁମ୍ଭେ ସହେି ବିଷୟଗୁଡ଼ିକ ଶିକ୍ଷାଦବୋ ଉଚିତ। ଯେଉଁ କେତକଙ୍କେୁ ତୁମ୍ଭେ ବିଶ୍ବାସ କରିପାରିବ, ସମାନଙ୍କେୁ ସହେି ଉପଦେଶଗୁଡ଼ିକ ଦିଅ। ତା' ହେଲେ ସମାନେେ ଅନ୍ଯଲୋକମାନଙ୍କୁ ସହେି ଉପଦେଶଗୁଡ଼ିକ ଦଇପୋରିବେ।

3 ଆମ୍ଭ ସମସ୍ତଙ୍କ କଷ୍ଟ ରେ ଭାଗୀ ହୁଅ। ଖ୍ରୀଷ୍ଟଯୀଶୁଙ୍କ ଜଣେ ଅନୁଗତ ଓ ପ୍ରକୃତ ସୈନିକ ଭାବରେ ସହେି କଷ୍ଟଗୁଡ଼ିକ ସହିଯାଅ।

4 ଜଣେ ସୈନିକ ତାର ନାୟକକୁ ଖୁସି କରିବାକୁ ଚେଷ୍ଟା କରେ। ଅତଏବ ଦୈନିକ ଜୀବନର ଘଟଣା ରେ ସେ ନିଜର ସମୟ ଅତିବାହିତ କରେ ନାହିଁ।

5 ଜଣେ ଖଳୋଳୀ ପୁରସ୍କାର ଜିଣିବା ପାଇଁ ଦୌଡ଼ର ସମସ୍ତ ନିୟମପାଳନ କରିବା ଦରକାର।

6 ଜଣେ ଚାଷୀ ନିଜର କଠିନ ପରିଶ୍ରମ କରି ଯେଉଁ ଶସ୍ଯ ଉତ୍ପାଦନ କରିଛି, ସେ ପ୍ରଥମ ରେ ସହେି ଉତ୍ପାଦନରୁ ଖାଦ୍ୟ ପାଇବା ଉଚିତ।

7 ମୁଁ ଯେଉଁ କଥା କହୁଛି, ତାହା ବିଷୟ ରେ ଚିନ୍ତା କର। ପ୍ରଭୁ ତୁମ୍ଭକୁ ଏହି ସମସ୍ତ କଥାଗୁଡ଼ିକ ବୁଝିବା ପାଇଁ ଶକ୍ତି ଦବେେ।

8 ଯୀଶୁଖ୍ରୀଷ୍ଟଙ୍କୁ ମନେ ପକାଅ। ସେ ଦାଉଦ298 ଙ୍କ ପରିବାରର ଅଟନ୍ତି। ଯୀଶୁ ମୃତ୍ଯୁପରେ ପୁନଃ ଜୀବିତ ହାଇେଉଠିଲେ।

9 ଏହି ସୁସମାଚାର ମୁଁ ଲୋକଙ୍କୁ ଶୁଣାଏ। ସହେି ସୁସମାଚାର କହିଥିବାରୁ ମୁଁ ଯାତନା ଭୋଗ କରୁଛି। ଏପରିକି ଜଣେ ଅପରାଧୀ ଭଳି ମୁଁ ଶିକୁଳି ରେ ବନ୍ଧା ମଧ୍ଯ ହାଇେଛି।

10 ଅତଏବ ମୁଁ ର୍ଧୈୟ୍ଯପୂର୍ବକ ଉକ୍ତ କଷ୍ଟଗୁଡ଼ିକୁ ସହି ନେଉଛି। ପରମେଶ୍ବର ଯେତେ ଲୋକଙ୍କୁ ବାଛିଛନ୍ତି, ସମାନଙ୍କେୁ ସାହାୟ୍ଯ କରିବା ପାଇଁ ମୁଁ ଏପରି କରୁଛି। ମୁଁ ଏଗୁଡ଼ିକ ସହି ନବୋର କାରଣ ଯେ, ସହେି ଲୋକମାନେ ଖ୍ରୀଷ୍ଟ ଯୀଶୁଙ୍କଠା ରେ ଥିବା ପରିତ୍ରାଣ ପାଇ ପାରିବେ। ସହେି ପରିତ୍ରାଣ ଗୋଟିଏ ଅସୀମ ମହିମା ସହିତ ଆ ସେ।

11 ଏହି ଶିକ୍ଷା ସତ୍ଯ ଅଟେ : ଯଦି ଆମ୍ଭେ ତାହାଙ୍କ ସହିତ ମରୁ, ତା' ହେଲେ ଆମେ ତାହାଙ୍କ ସହିତ ବଞ୍ଚିବା।

12 ଯଦି ଆମ୍ଭେ ଯାତନା ସହିବା, ତା' ହେଲେ ଆମ୍ଭେ ତାଙ୍କ ସହିତ ଶାସନ କରିବା। ଯଦି ଆମ୍ଭେ ତାଙ୍କୁ ଗ୍ରହଣ କରିବା ପାଇଁ ମନା କରିବା, ତା' ହେଲେ ସେ ଆମ୍ଭକୁ ଗ୍ରହଣ କରିବା ପାଇଁ ମନା କରିବେ।

13 ଯଦି ଆମ୍ଭେ ବିଶ୍ବସ୍ତ ନ ହେଉ, ତଥାପି ସେ ବିଶ୍ବସ୍ତ ହାଇେ ରହିବେ। କାରଣ ସେ ନିଜ ପାଇଁ ଅସତ୍ ହାଇପୋରିବେ ନାହିଁ।

14 ଉକ୍ତ କଥାଗୁଡ଼ିକୁ ଲୋକମାନଙ୍କୁ ସର୍ବଦା କୁହ। ପରମେଶ୍ବରଙ୍କ ଆଗ ରେ ସତର୍କ କରିଦିଅ ଯେ, ସମାନେେ ଅଯଥା ବାଦାନୁବାଦ କରନ୍ତୁ ନାହିଁ। ୟୁକ୍ତିତର୍କ କରିବା ଦ୍ବାରା କାହାରିକୁ ଲାଭ ହୁଏ ନାହିଁ। ଯେଉଁମାନେ ଏହା ଶୁଣନ୍ତି, ସମାନଙ୍କେୁ ତାହା ନଷ୍ଟ କରିଦିଏ।

15 ପରମେଶ୍ବରଙ୍କ ସୁଗ୍ରାହ୍ଯ ବ୍ଯକ୍ତି ହବୋ ଲାଗି ଯଥାସାଧ୍ଯ ଚେଷ୍ଟା କର। ନିଜକୁ ତାହାଙ୍କଠା ରେ ସମର୍ପଣ କର। ତାହାଙ୍କ କାମ ପାଇଁ କୌଣସି ପ୍ରକାର ଲଜ୍ଜାବୋଧ ନ କରି ଏପରି ସବେକ ହୁଅ ୟିଏ ସତ୍ ଶିକ୍ଷା ଠିକ୍ ଭାବରେ କାମ ରେ ଲଗାଉଛି।

16 ପରମେଶ୍ବରଙ୍କଠାରୁ ଆସି ନ ଥିବା ନିରର୍ଥକ କଥାଗୁଡ଼ିକ କହୁଥିବା ଲୋକଙ୍କଠାରୁ ଦୂର ରେ ରୁହ। ସଭେଳି କଥା ପରମେଶ୍ବରଙ୍କଠାରୁ ଅଧିକରୁ ଅଧିକ ଦୂ ରଇେ ନବେ।

17 ଶରୀର ଭିତ ରେ ରୋଗ ବ୍ଯାପିଲା ଭଳି ସମାନଙ୍କେର ମନ୍ଦ ଶିକ୍ଷା ବ୍ଯାପି ୟିବ। ହୁମନାୟ ଓ ଫିଲୀତ ହେଉଛନ୍ତି ସହେିଭଳି ଲୋକ।

18 ସମାନେେ ସତ୍ ଶିକ୍ଷା ତ୍ଯାଗ କରିଛନ୍ତି। ସମାନେେ କୁହନ୍ତି ଯେ ମୃତ୍ଯୁରୁ ସମସ୍ତଙ୍କ ଉଠି ଆସିବା ଘଟଣା ଘଟିସାରିଛି। ସହେି ଦୁଇଜଣ ଲୋକ କିଛି ଲୋକଙ୍କର ବିଶ୍ବାସ ନଷ୍ଟ କରୁଛନ୍ତି। କିନ୍ତୁ ପରମେଶ୍ବରଙ୍କ ଦୃଢ଼ ମୂଳଦୁଆ ସହେିଭଳି ରହିଛି।

19 ସହେି ବାକ୍ଯଗୁଡ଼ିକ ସହେି ମୂଳଦୁଆ ଉପରେ ଲଖାେ ହାଇେଛି : ଯେଉଁମାନେ ପ୍ରଭୁଙ୍କର ଲୋକ, ସମାନଙ୍କେୁ ପ୍ରଭୁ ଜାଣନ୍ତି। ନିମ୍ନ ଲିଖିତ ଶଦ୍ଦଗୁଡିକ ମଧ୍ଯ ମୂଳ ଦୁଆ ଉପରେ ଲଖାଯାେଇଛି: ଯେଉଁ ଲୋକ ଦାବୀ କରେ ଯେ ସେ ପ୍ରଭୁଙ୍କୁ ବିଶ୍ବାସ କରେ, ସେ ମନ୍ଦ କାମ ନ କରୁ।

20 ଗୋଟିଏ ବଡ଼ ଘ ରେ ସୁନା ଓ ରୂପାଜିନିଷ ସହିତ ମାଟି ଓ କାଠର ଜିନିଷ ମଧ୍ଯ ଥାଏ। କେତକେ ଜିନିଷ ବିଶଷେ ଉଦ୍ଦେଶ୍ଯ ପାଇଁ ବ୍ଯବହାର ହୁଏ। କେତକେ ଜିନିଷ ନୀଚ କାର୍ୟ୍ଯ ପାଇଁ ବ୍ଯବହାର ହୁଏ।

21 ଯଦି ଜଣେ ନିଜକୁ ସମସ୍ତ ମନ୍ଦ ଜିନିଷରୁ ଅଲଗା କରି ପରିଷ୍କାର ହୁଏ, ତା ହେଲେ ସେ ମୂଲ୍ଯବାନ କାମ ପାଇଁ ବିଶଷେ ଉପଯୋଗୀ ହବେ। ସେ ଲୋକ ପବିତ୍ର ହବେ। ମୁନିବ ତାହାକୁ ବ୍ଯବହାର କରିପାରିବେ। ସେ ଯେକୌଣସି ଭଲ କାମ ପାଇଁ ପ୍ରସ୍ତୁତ ରହିବ।

22 ୟୁବକମାନେ ଯେଉଁ ସବୁ ମନ୍ଦ କାମ କରିବାକୁ ଇଚ୍ଛା କରନ୍ତି, ସଗେୁଡ଼ିକରୁ ଦୂର ରେ ରୁହ। ଧାର୍ମିକ ଭାବରେ ବଞ୍ଚିବା ପାଇଁ କଠିନ ପରିଶ୍ରମ କର। ବିଶ୍ବାସ, ପ୍ ରମେ ଓ ଶାନ୍ତି ପାଇବା ପାଇଁ ଚେଷ୍ଟା କର। ଯେଉଁ ଲୋକମାନେ ପ୍ରଭୁଙ୍କୁ ବିଶ୍ବାସ କରନ୍ତି ଓ ଯେଉଁମାନଙ୍କର ଶୁଦ୍ଧ ହୃଦୟ, ସମାନଙ୍କେ ସହିତ ମିଶି ଉକ୍ତ ଆଚରଣ କର।

23 ମୂର୍ଖ ଓ ଅର୍ଥହୀନ ତର୍କବିତର୍କରୁ ଦୂର ରେ ରୁହ। ତୁମ୍ଭେ ଜାଣ ଯେ ସହେି ୟୁକ୍ତିତର୍କଗୁଡ଼ିକ ବଢ଼ିଯାଇ ବଡ଼ ବିବାଦ ସୃଷ୍ଟି କରେ।

24 ପ୍ରଭୁଙ୍କର ସବେକ ୟୁକ୍ତି କରିବା ଉଚିତ ନୁହେଁ। ସେ ସବୁ ଲୋକଙ୍କ ପ୍ରତି ଦୟାଳୁ ହବୋ ଉଚିତ। ସେ ଜଣେ ଭଲ ଶିକ୍ଷକ ହବୋ ଉଚିତ। ସେ ସହନଶୀଳ ହେଉ।

25 ଯେଉଁମାନେ ତାଙ୍କୁ ବି ରୋଧ କରନ୍ତି, ସମାନଙ୍କେୁ ଭଦ୍ର ଭାବରେ ଶିଖାଇବା ଉଚିତ। ହୁଏତ ପରମେଶ୍ବର ସମାନଙ୍କେ ହୃଦୟ ରେ ଗୋଟିଏ ପରିବର୍ତ୍ତନ ପ୍ରଦାନ କରବେେ, ଯାହାଦ୍ବାରା ସମାନେେ ସତ୍ଯକୁ ଗ୍ରହଣ କରିବେ।

26 ଶୟତାନ ସମାନଙ୍କେୁ ଫାନ୍ଦ ରେ ପକାଇଛି ଓ ତା ଇଚ୍ଛା ଅନୁସାରେ କାମ କରାଉଛି। ହାଇପୋ ରେ ଯେ ସମାନେେ ସଜାଗ ହବେେ ଓ ଶୟତାନର ସହେି କାର୍ୟ୍ଯ ଦେଖିବେ। ତା'ପରେ ସମାନେେ ଶୟତାନର ଫାନ୍ଦରୁ ମୁକ୍ତ ହବେେ।

1 Thou therefore, my son, be strong in the grace that is in Christ Jesus.

2 And the things that thou hast heard of me among many witnesses, the same commit thou to faithful men, who shall be able to teach others also.

3 Thou therefore endure hardness, as a good soldier of Jesus Christ.

4 No man that warreth entangleth himself with the affairs of this life; that he may please him who hath chosen him to be a soldier.

5 And if a man also strive for masteries, yet is he not crowned, except he strive lawfully.

6 The husbandman that laboureth must be first partaker of the fruits.

7 Consider what I say; and the Lord give thee understanding in all things.

8 Remember that Jesus Christ of the seed of David was raised from the dead according to my gospel:

9 Wherein I suffer trouble, as an evil doer, even unto bonds; but the word of God is not bound.

10 Therefore I endure all things for the elect’s sakes, that they may also obtain the salvation which is in Christ Jesus with eternal glory.

11 It is a faithful saying: For if we be dead with him, we shall also live with him:

12 If we suffer, we shall also reign with him: if we deny him, he also will deny us:

13 If we believe not, yet he abideth faithful: he cannot deny himself.

14 Of these things put them in remembrance, charging them before the Lord that they strive not about words to no profit, but to the subverting of the hearers.

15 Study to shew thyself approved unto God, a workman that needeth not to be ashamed, rightly dividing the word of truth.

16 But shun profane and vain babblings: for they will increase unto more ungodliness.

17 And their word will eat as doth a canker: of whom is Hymenaeus and Philetus;

18 Who concerning the truth have erred, saying that the resurrection is past already; and overthrow the faith of some.

19 Nevertheless the foundation of God standeth sure, having this seal, The Lord knoweth them that are his. And, Let every one that nameth the name of Christ depart from iniquity.

20 But in a great house there are not only vessels of gold and of silver, but also of wood and of earth; and some to honour, and some to dishonour.

21 If a man therefore purge himself from these, he shall be a vessel unto honour, sanctified, and meet for the master’s use, and prepared unto every good work.

22 Flee also youthful lusts: but follow righteousness, faith, charity, peace, with them that call on the Lord out of a pure heart.

23 But foolish and unlearned questions avoid, knowing that they do gender strifes.

24 And the servant of the Lord must not strive; but be gentle unto all men, apt to teach, patient,

25 In meekness instructing those that oppose themselves; if God peradventure will give them repentance to the acknowledging of the truth;

26 And that they may recover themselves out of the snare of the devil, who are taken captive by him at his will.

Ephesians 2 in Tamil and English

1 और उस ने तुम्हें भी जिलाया, जो अपने अपराधों और पापों के कारण मरे हुए थे।
And you hath he quickened, who were dead in trespasses and sins;

2 जिन में तुम पहिले इस संसार की रीति पर, और आकाश के अधिकार के हाकिम अर्थात उस आत्मा के अनुसार चलते थे, जो अब भी आज्ञा न मानने वालों में कार्य करता है।
Wherein in time past ye walked according to the course of this world, according to the prince of the power of the air, the spirit that now worketh in the children of disobedience:

3 इन में हम भी सब के सब पहिले अपने शरीर की लालसाओं में दिन बिताते थे, और शरीर, और मन की मनसाएं पूरी करते थे, और और लोगों के समान स्वभाव ही से क्रोध की सन्तान थे।
Among whom also we all had our conversation in times past in the lusts of our flesh, fulfilling the desires of the flesh and of the mind; and were by nature the children of wrath, even as others.

4 परन्तु परमेश्वर ने जो दया का धनी है; अपने उस बड़े प्रेम के कारण, जिस से उस ने हम से प्रेम किया।
But God, who is rich in mercy, for his great love wherewith he loved us,

5 जब हम अपराधों के कारण मरे हुए थे, तो हमें मसीह के साथ जिलाया; (अनुग्रह ही से तुम्हारा उद्धार हुआ है।)
Even when we were dead in sins, hath quickened us together with Christ, (by grace ye are saved;)

6 और मसीह यीशु में उसके साथ उठाया, और स्वर्गीय स्थानों में उसके साथ बैठाया।
And hath raised us up together, and made us sit together in heavenly places in Christ Jesus:

7 कि वह अपनी उस कृपा से जो मसीह यीशु में हम पर है, आने वाले समयों में अपने अनुग्रह का असीम धन दिखाए।
That in the ages to come he might shew the exceeding riches of his grace in his kindness toward us through Christ Jesus.

8 क्योंकि विश्वास के द्वारा अनुग्रह ही से तुम्हारा उद्धार हुआ है, और यह तुम्हारी ओर से नहीं, वरन परमेश्वर का दान है।
For by grace are ye saved through faith; and that not of yourselves: it is the gift of God:

9 और न कर्मों के कारण, ऐसा न हो कि कोई घमण्ड करे।
Not of works, lest any man should boast.

10 क्योंकि हम उसके बनाए हुए हैं; और मसीह यीशु में उन भले कामों के लिये सृजे गए जिन्हें परमेश्वर ने पहिले से हमारे करने के लिये तैयार किया॥
For we are his workmanship, created in Christ Jesus unto good works, which God hath before ordained that we should walk in them.

11 इस कारण स्मरण करो, कि तुम जो शारीरिक रीति से अन्यजाति हो, (और जो लोग शरीर में हाथ के किए हुए खतने से खतना वाले कहलाते हैं, वे तुम को खतना रहित कहते हैं)।
Wherefore remember, that ye being in time past Gentiles in the flesh, who are called Uncircumcision by that which is called the Circumcision in the flesh made by hands;

12 तुम लोग उस समय मसीह से अलग और इस्त्राएल की प्रजा के पद से अलग किए हुए, और प्रतिज्ञा की वाचाओं के भागी न थे, और आशाहीन और जगत में ईश्वर रहित थे।
That at that time ye were without Christ, being aliens from the commonwealth of Israel, and strangers from the covenants of promise, having no hope, and without God in the world:

13 पर अब तो मसीह यीशु में तुम जो पहिले दूर थे, मसीह के लोहू के द्वारा निकट हो गए हो।
But now in Christ Jesus ye who sometimes were far off are made nigh by the blood of Christ.

14 क्योंकि वही हमारा मेल है, जिस ने दोनों को एक कर लिया: और अलग करने वाली दीवार को जो बीच में थी, ढा दिया।
For he is our peace, who hath made both one, and hath broken down the middle wall of partition between us;

15 और अपने शरीर में बैर अर्थात वह व्यवस्था जिस की आज्ञाएं विधियों की रीति पर थीं, मिटा दिया, कि दोनों से अपने में एक नया मनुष्य उत्पन्न करके मेल करा दे।
Having abolished in his flesh the enmity, even the law of commandments contained in ordinances; for to make in himself of twain one new man, so making peace;

16 और क्रूस पर बैर को नाश करके इस के द्वारा दानों को एक देह बनाकर परमेश्वर से मिलाए।
And that he might reconcile both unto God in one body by the cross, having slain the enmity thereby:

17 और उस ने आकर तुम्हें जो दूर थे, और उन्हें जो निकट थे, दानों को मेल-मिलाप का सुसमाचार सुनाया।
And came and preached peace to you which were afar off, and to them that were nigh.

18 क्योंकि उस ही के द्वारा हम दोनों की एक आत्मा में पिता के पास पंहुच होती है।
For through him we both have access by one Spirit unto the Father.

19 इसलिये तुम अब विदेशी और मुसाफिर नहीं रहे, परन्तु पवित्र लोगों के संगी स्वदेशी और परमेश्वर के घराने के हो गए।
Now therefore ye are no more strangers and foreigners, but fellowcitizens with the saints, and of the household of God;

20 और प्रेरितों और भविष्यद्वक्ताओं की नेव पर जिसके कोने का पत्थर मसीह यीशु आप ही है, बनाए गए हो।
And are built upon the foundation of the apostles and prophets, Jesus Christ himself being the chief corner stone;

21 जिस में सारी रचना एक साथ मिलकर प्रभु में एक पवित्र मन्दिर बनती जाती है।
In whom all the building fitly framed together groweth unto an holy temple in the Lord:

22 जिस में तुम भी आत्मा के द्वारा परमेश्वर का निवास स्थान होने के लिये एक साथ बनाए जाते हो॥
In whom ye also are builded together for an habitation of God through the Spirit.