2 Timothy 4:2 ଲୋକମାନଙ୍କୁ ସୁସମାଚାର ପ୍ରଚାର କର। ସବୁବେଳେ ପ୍ରସ୍ତୁତ ରୁହ। ଲୋକମାନଙ୍କୁ କୁହ ଯେ ସମାନେେ କ'ଣ କରିବା ଉଚିତ, ସମାନେେ ଭୁଲ କଲା ବେଳେ ସମାନଙ୍କେୁ ଅନୁୟୋଗ କର ଓ ସମାନଙ୍କେୁ ଉତ୍ସାହ ଦିଅ। ଅତି ର୍ଧୈୟ୍ଯ ସହକା ରେ ଓ ଯତ୍ନପୂର୍ବକ ଶିକ୍ଷା ଦ୍ବାରା ଏହି ସମସ୍ତ ବିଷୟ କର।
2 Timothy 4:2 in Other Translations
King James Version (KJV) Preach the word; be instant in season, out of season; reprove, rebuke, exhort with all longsuffering and doctrine.
American Standard Version (ASV) preach the word; be urgent in season, out of season; reprove, rebuke, exhort, with all longsuffering and teaching.
Bible in Basic English (BBE) Be preaching the word at all times, in every place; make protests, say sharp words, give comfort, with long waiting and teaching;
Darby English Bible (DBY) proclaim the word; be urgent in season [and] out of season, convict, rebuke, encourage, with all longsuffering and doctrine.
World English Bible (WEB) preach the word; be urgent in season and out of season; reprove, rebuke, and exhort, with all patience and teaching.
Young's Literal Translation (YLT) preach the word; be earnest in season, out of season, convict, rebuke, exhort, in all long-suffering and teaching,
Preach
κήρυξον
kēryssō
kay-RYOOS-soh
the
τὸν
ho
oh
word;
λόγον
logos
LOH-gose
be instant
ἐπίστηθι
ephistēmi
ay-FEE-stay-mee
in season,
εὐκαίρως
eukairōs
afe-KAY-rose
out of season;
ἀκαίρως
akairōs
ah-KAY-rose
reprove,
ἔλεγξον
elenchō
ay-LAYNG-hoh
rebuke,
ἐπιτίμησον
epitimaō
ay-pee-tee-MA-oh
exhort
παρακάλεσον
parakaleō
pa-ra-ka-LAY-oh
with
ἐν
en
ane
all
πάσῃ
pas
pahs
longsuffering
μακροθυμίᾳ
makrothymia
ma-kroh-thyoo-MEE-ah
and
καὶ
kai
kay
doctrine.
διδαχῇ
didachē
thee-tha-HAY
Read Full Chapter :
2 Timothy 4
Cross Reference
ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ 2:15
ମାେ ସହିତ ଏଠିକାର ସମସ୍ତେ ତୁମ୍ଭକୁ ନମସ୍କାର ଜଣାଉଛନ୍ତି। ଯେଉଁମାନେ ବିଶ୍ବାସ ରେ ଆମ୍ଭକୁ ଭଲ ପାଆନ୍ତି, ସମାନଙ୍କେୁ ନମସ୍କାର ଜଣାଇବ।
ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ 1:13
ସହେି ଭାବବାଦୀଙ୍କ କଥା ସତ। ଅତଏବ ସମାନଙ୍କେୁ କୁହ ଯେ ସମାନେେ ଭୁଲ କରୁଛନ୍ତି। ତୁମ୍ଭେ ତାହାଙ୍କ ପ୍ରତି କଠାେର ହବୋ ଉଚିତ। ତା' ହେଲେ ସମାନେେ ବିଶ୍ବାସ ରେ ଦୃଢ଼ ହବେେ।
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 4:13
ଲୋକମାନଙ୍କ ନିକଟରେ ଶାସ୍ତ୍ର ପଢ଼ି ଶୁଣାଇବା ଜାରି ରଖ। ବଳ (ଆତ୍ମିକ) ଓ ବୃଦ୍ଧି ପାଇବାକୁ ସମାନଙ୍କେୁ ସାହାୟ୍ଯ କର। ସମାନଙ୍କେୁ ଉପଦେଶ ଦବୋ କାର୍ୟ୍ଯ ଜାରି ରଖ ଏବଂ ମୁଁ ଆସିବା ପର୍ୟ୍ଯନ୍ତ ଏପରି କରୁଥାଅ।
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 5:20
ଯେଉଁମାନେ ପାପ କରନ୍ତି, ସମାନଙ୍କେୁ ସମାନଙ୍କେର ଭୁଲ ଦଖାଇଦେିଅ। ମଣ୍ଡଳୀର ଲୋକମାନଙ୍କ ସମ୍ମୁଖ ରେ ଏହା କର। ସପରେି କଲେ, ଅନ୍ୟମାନେ ସତର୍କ ହବେେ।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 3:19
ମୁଁ ଯେଉଁମାନଙ୍କୁ ପ୍ ରମେ କରେ ସମାନଙ୍କେୁ ସଂ ଶାଧେନ କରେ ଓ ଦଣ୍ଡ ଦିଏ। ତେଣୁ କଠିନ ଚେଷ୍ଟା କର। ନିଜ ହୃଦୟ ଓ ନିଜ ଜୀବନ ପରିବର୍ତ୍ତନ କର।
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 12:12
ଭରସା ଥିବାରୁ ପ୍ରସନ୍ନ ରୁହ। ଅସୁବିଧାର ସମ୍ଭୁଖୀନ ହବୋ ବେଳେ ତୁମ୍ଭେ ର୍ଧୈୟ୍ଯ ଧର। ନିରନ୍ତର ପ୍ରାର୍ଥନା କର।
କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 1:28
ଅତଏବ ଆମ୍ଭେ ଖ୍ରୀଷ୍ଟଙ୍କ ବିଷୟ ରେ ଲୋକଙ୍କୁ କହି ଚାଲିଛୁ। ଆମ୍ଭେ ପ୍ରେତ୍ୟକକ ଲୋକଙ୍କୁ ଶିକ୍ଷା ଦବୋ ଓ ଶକ୍ତିଶାଳୀ କରିବା ପାଇଁ ଆମ୍ଭର ସମସ୍ତ ଜ୍ଞାନ ଖଟାଇଛୁ। ଏପରି କରି ଆମ୍ଭେ ଖ୍ରୀଷ୍ଟଙ୍କଠା ରେ ଆଧ୍ଯାତ୍ମିକ ଭାବରେ ପରିପୂର୍ଣ୍ଣ ହାଇେ ପରମେଶ୍ବରଙ୍କ ଆଗ ରେ ସମସ୍ତଙ୍କୁ ଉପସ୍ଥିତ କରି ପାଇବାକୁ ଚେଷ୍ଟା କରୁଛୁ।
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 5:14
ପରସ୍ପର ଶାନ୍ତି ରେ ରୁହ। ଯେଉଁମାନେ କାମ କରୁ ନାହାଁନ୍ତି, ଭାଇ ଓ ଭଉଣୀମାନେ, ସମାନଙ୍କେୁ ସତର୍କ କରିଦିଅ। ଯେଉଁମାନେ ଭୟ ରେ ଅଛନ୍ତି, ସମାନଙ୍କେୁ ଉତ୍ସାହିତ କର। ଦୁର୍ବଳ ଲୋକଙ୍କୁ ସାହାୟ୍ଯ କର। ପ୍ରେତ୍ୟକକ ଲୋକ ପାଇଁ ର୍ଧୈୟ୍ଯବାନ ହୁଅ।
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍ 2:21
ଯଦି ଜଣେ ନିଜକୁ ସମସ୍ତ ମନ୍ଦ ଜିନିଷରୁ ଅଲଗା କରି ପରିଷ୍କାର ହୁଏ, ତା ହେଲେ ସେ ମୂଲ୍ଯବାନ କାମ ପାଇଁ ବିଶଷେ ଉପଯୋଗୀ ହବେ। ସେ ଲୋକ ପବିତ୍ର ହବେ। ମୁନିବ ତାହାକୁ ବ୍ଯବହାର କରିପାରିବେ। ସେ ଯେକୌଣସି ଭଲ କାମ ପାଇଁ ପ୍ରସ୍ତୁତ ରହିବ।
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍ 3:10
କିନ୍ତୁ ତୁମ୍ଭେ ସମସ୍ତେ ମାେତେ ଜାଣିଛ। ଏହା ମଧ୍ଯ ଜାଣିଛ ଯେ ମୁଁ କ'ଣ ଶିକ୍ଷା (ଉପଦେଶ) ଦିଏ ଓ କିପରି ରୁ ହେ। ମାେ ଜୀବନର ଉଦ୍ଦେଶ୍ଯ ବିଷୟ ରେ ମଧ୍ଯ ତୁମ୍ଭେ ଜାଣିଛ। ତୁମ୍ଭେ ମାରେ ବିଶ୍ବାସ, ର୍ଧୈୟ୍ଯ, ପ୍ ରମେ ବିଷୟ ରେ ଜାଣିଛ ଓ ଏହା ମଧ୍ଯ ଜାଣିଛ ଯେ ମୁଁ କବେେ ହେଲେ ଚେଷ୍ଟା କରିବାରୁ ବିରତ ହୁଏ ନାହିଁ।
ଯୂନସ 3:2
ପ୍ରଭୁ କହିଲେ, ବୃହତ୍ ନଗର ନୀନିବୀକୁ ୟାଅ ଏବଂ ଆମ୍ଭେ ଯାହା କହିଛୁ ତାକୁ ଲୋକମାନଙ୍କ ମଧିଅରେ ପ୍ରଗ୍ଭର କର।
ରେରିତମାନଙ୍କ କାର୍ଯ୍ୟର ବିବରଣ 16:31
ସମାନେେ ତାହାଙ୍କୁ କହିଲେ, ପ୍ରଭୁ ଯୀଶୁଙ୍କଠା ରେ ବିଶ୍ବାସ କର। ଏହି ଭାବରେ ତୁମ୍ଭେ ଓ ତୁମ୍ଭ ଘ ରେ ରହୁଥିବା ସମସ୍ତେ ଉଦ୍ଧାର ପାଇପାରିବେ।
ରେରିତମାନଙ୍କ କାର୍ଯ୍ୟର ବିବରଣ 20:18
ସେ ସମାନଙ୍କେୁ ଆସି ପହଞ୍ଚିବା ପରେ କହିଲେ, ମୁଁ ଏସିଆ ରେ ପହଞ୍ଚିବାର ପ୍ରଥମ ଦିନଠାରୁ ତୁମ୍ଭମାନଙ୍କ ପାଖ ରେ ଅଛି। ତୁମ୍ଭମାନଙ୍କ ସହିତ ରହିଲା ବେଳେ ମୁଁ କିଭଳି ଜୀବନଯାପନ କରିଛି, ତାହା ତୁମ୍ଭମାନେେ ଜାଣ।
ରେରିତମାନଙ୍କ କାର୍ଯ୍ୟର ବିବରଣ 20:7
ମ୍ଭେ ସପ୍ତାହର ପ୍ରଥମ ଦିନ ପ୍ରଭୁଭୋଜର ରୋଟୀ ଭାଙ୍ଗିବା ପାଇଁ ଏକାଠି ହବୋ ବେଳେ ପାଉଲ ସମାନଙ୍କେୁ ପ୍ରଭୁଙ୍କ କଥା କହିବା ଆରମ୍ଭ କଲେ। କାରଣ ସେ ତହିଁଆର ଦିନ ଚ଼ାଲିୟିବା ପାଇଁ ଯୋଜନା କରି ମଧ୍ଯରାତ୍ରି ପର୍ୟ୍ଯନ୍ତ ସମାନଙ୍କେୁ ଉପଦେଶ ଦେଲେ।
କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 1:25
ପରମେଶ୍ବର ମାେତେ ମଣ୍ଡଳୀର ଜଣେ ସବେକ ହବୋ ପାଇଁ ଏକ ବିଶଷେ କାମ ଦଇେଛନ୍ତି। ଏହି କାମ ତୁମ୍ଭମାନଙ୍କୁ ସାହାୟ୍ଯ କରୁଛି। ମାେ କାମ ହେଉଛି ତୁମ୍ଭମାନଙ୍କୁ ପୂର୍ଣ୍ଣଭାବରେ ପରମେଶ୍ବରଙ୍କ ଶିକ୍ଷା ପ୍ରଦାନ କରିବା।
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 2:11
ତୁମ୍ଭମାନେେ ଓ ପରମେଶ୍ବର ମଧ୍ଯ ଜାଣନ୍ତି ଯେ, ଏହା ସତ୍ଯ। ପିତା ନିଜ ସନ୍ତାନମାନଙ୍କୁ ସ୍ନହେ କଲା ଭଳି ଆମ୍ଭେ ତୁମ୍ଭମାନଙ୍କ ସହିତ ସ୍ନହପେୂର୍ବକ ବ୍ଯବହାର କରିଛୁ।
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 5:20
ଭବିଷ୍ଯଦ୍ ବକ୍ତାମାନଙ୍କର କଥାଗୁଡ଼ିକୁ ତୁଚ୍ଛ ବୋଲି ମନକରେ ନାହିଁ।
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍ 2:25
ଯେଉଁମାନେ ତାଙ୍କୁ ବି ରୋଧ କରନ୍ତି, ସମାନଙ୍କେୁ ଭଦ୍ର ଭାବରେ ଶିଖାଇବା ଉଚିତ। ହୁଏତ ପରମେଶ୍ବର ସମାନଙ୍କେ ହୃଦୟ ରେ ଗୋଟିଏ ପରିବର୍ତ୍ତନ ପ୍ରଦାନ କରବେେ, ଯାହାଦ୍ବାରା ସମାନେେ ସତ୍ଯକୁ ଗ୍ରହଣ କରିବେ।
ଏବ୍ରୀମାନଙ୍କ ନିକଟକୁ ପତ୍ର 13:22
ମାେ ଭାଇ ଓ ଭଉଣୀମାନେ !ମୁଁ କହିଥିବା କଥାଗୁଡ଼ିକୁ ର୍ଧୈୟ୍ଯପୂର୍ବକ ଶୁଣ ବୋଲି ମୁଁ ଅନୁ ରୋଧ କରେ। ଏହି କଥାଗୁଡ଼ିକ ମୁଁ ତୁମ୍ଭମାନଙ୍କୁ ଶକ୍ତିଶାଳୀ କରିବା ପାଇଁ କହିଛି। ଏହି ଚିଠିଟି ବହୁତ ଲମ୍ବା ନୁହେଁ।
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 4:15
ସଗେୁଡ଼ିକ କରୁଥାଅ। ଉକ୍ତ କାମଗୁଡ଼ିକୁ କରିବା ପାଇଁ ଜୀବନକୁ ଉତ୍ସର୍ଗ କର। ତହିଁରେ ସବୁ ଲୋକେ ଦେଖିବେ ଯେ, ତୁମ୍ଭ୍ କାମ ରେ ଉନ୍ନତି ହେଉଛି ଓ ଚାଲିଛି।
ଗୀତସଂହିତା 40:9
ମୁଁ ମହାସଭାରେ ତୁମ୍ଭର ବିଜଯବାର୍ତ୍ତା ପ୍ରଚାର କରିଅଛି। ହେ ସଦାପ୍ରଭୁ, ତାହା ତୁମ୍ଭେ ଜାଣ, ମୁଁ ଏହି ଶୁଭ ଖବର ପ୍ରଚାରରୁ କବେେ ହେଲେ ବିରତ ରହିବ ନାହିଁ।
ଯିଶାଇୟ 61:1
ସଦାପ୍ରଭୁଙ୍କର ସବେକ କୁହନ୍ତି, ପ୍ରଭୁ ସଦାପ୍ରଭୁଙ୍କର ଆତ୍ମା ମାଠାେ ରେ ଅଧିଷ୍ଠାନ କରନ୍ତି, କାରଣ ନମ୍ର ଲୋକମାନଙ୍କ ନିକଟରେ ସୁସମାଚାର ପ୍ରଚାର କରିବା ପାଇଁ ସଦାପ୍ରଭୁ ମାେତେ ଅଭିଷିକ୍ତ କରିଅଛନ୍ତି। ସେ ଭଗ୍ନାନ୍ତଃକରଣ ଲୋକମାନଙ୍କର କ୍ଷତ ବାନ୍ଧିବାକୁ ବନ୍ଦୀ ଲୋକମାନଙ୍କୁ ମୁକ୍ତି ଦବୋକୁ ଓ ନିର୍ବାସିତ ଲୋକମାନଙ୍କୁ କାରାମୁକ୍ତ କରିବାକୁ ପ୍ରଚାର କରିବା ନିମନ୍ତେ ମାେତେ ପ୍ ରରଣେ କରିଛନ୍ତି।
ଲୂକଲିଖିତ ସୁସମାଚାର 4:18
ପ୍ରଭୁଙ୍କ ଆତ୍ମା ମାେ' ଠା ରେ ଅଛି। ଦୀନହୀନ ଲୋକଙ୍କ ନିକଟରେ ସୁସମାଚାର ପ୍ରଚାର କରିବା ପାଇଁ ପରମେଶ୍ବର ମାେତେ ବାଛିଛନ୍ତି। ବନ୍ଦୀମାନେ ଯେ ମୁକ୍ତ ହାଇେ ପାରିଛନ୍ତି, ଏହା ସମାନଙ୍କେୁ ଶୁଣାଇବା ପାଇଁ ଅନ୍ଧମାନେ ପୁଣି ଦେଖିପାରିବେ ବୋଲି ସମାନଙ୍କେୁ କହିବା ପାଇଁ, ଦୁଃଖ ଦୁର୍ଦ୍ଦଶାଗ୍ରସ୍ତ ଲୋକଙ୍କ ଦୁଃଖ ଦୂର କରିଦବୋକୁ
ଲୂକଲିଖିତ ସୁସମାଚାର 7:4
ସହେି ପ୍ରାଚୀନ ନେତାମାନେ ଯୀଶୁଙ୍କ ପାଖକୁ ଗଲେ। ସମାନେେ ଯୀଶୁଙ୍କୁ ଅନୁନୟ ପୂର୍ବକ ଅନୁ ରୋଧ କରି କହିଲେ, ଶତ ସନୋପତି ଜଣକ ଆପଣଙ୍କ ସାହାୟ୍ଯ ପାଇବାକୁ ଯୋଗ୍ଯ।
ଲୂକଲିଖିତ ସୁସମାଚାର 7:23
ଯେଉଁ ଲୋକ ମାେତେ ଗ୍ରହଣ କରିବ, ସେ ଧନ୍ଯ।
ଲୂକଲିଖିତ ସୁସମାଚାର 9:60
କିନ୍ତୁ ଯୀଶୁ ତାହାକୁ କହିଲେ, ମୃତ ଲୋକଙ୍କୁ ମୃତ ଲୋକମାନେ କବର ଦବେେ। କିନ୍ତୁ ତୁମ୍ଭେ ଯାଇ ପରମେଶ୍ବରଙ୍କ ରାଜ୍ଯ ବିଷୟ ରେ ପ୍ରଚାର କର।
ଯୋହନଲିଖିତ ସୁସମାଚାର 4:6
ଯାକୁବଙ୍କ କୂଅ ସଠାେରେ ଥିଲା। ଯୀଶୁ ଚାଲି ଚାଲି କ୍ଲାନ୍ତ ହାଇେ ପଡିଥିଲେ। ତେଣୁ ସେ କୂଅ ପାଖ ରେ ବସି ପଡିଲେ। ଏହା ମଧ୍ଯାହ୍ନ ସମୟ ଥିଲା।
ଯୋହନଲିଖିତ ସୁସମାଚାର 4:32
କିନ୍ତୁ ଯୀଶୁ ଉତ୍ତର ଦେଲେ, ମାେ ପାଖ ରେ ଏପରି ଖାଦ୍ୟ ଅଛି, ଯାହା ବିଷୟ ରେ ତୁମ୍ଭମାନେେ ଜାଣ ନାହିଁ।
ରେରିତମାନଙ୍କ କାର୍ଯ୍ୟର ବିବରଣ 13:5
ସମାନେେ ସାଲାମି ନଗର ରେ ପହଞ୍ଚି ଯିହୂଦୀମାନଙ୍କର ସମାଜଗୃହଗୁଡ଼ିକରେ ପରମେଶ୍ବରଙ୍କର ବାକ୍ଯ ପ୍ରଚ଼ାର କଲେ। ଯୋହନ ମାର୍କ ମଧ୍ଯ ସମାନଙ୍କେୁ ସାହାୟ୍ଯ କରୁଥିଲେ।
ରେରିତମାନଙ୍କ କାର୍ଯ୍ୟର ବିବରଣ 16:13
ବିଶ୍ରାମବାର ଦିନ ଆମ୍ଭେ ନଗରଦ୍ବାର ବାହା ରେ ନଦୀ କୂଳ ଆଡ଼େ ଗଲୁ। ଆମ୍ଭେ ଭାବିଥିଲୁ ଯେ, ସଠାେରେ ପ୍ରାର୍ଥନା କରିବା ପାଇଁ ଗୋଟିଏ ସ୍ଥାନ ଥିବ। ଆମ୍ଭେ ସଠାେରେ ବସିଲୁ ଓ ସଠାେରେ ଏକତ୍ରୀତ ହାଇେଥିବା ସ୍ତ୍ରୀମାନଙ୍କ ସହିତ କଥା ହେଲୁ।
ରେରିତମାନଙ୍କ କାର୍ଯ୍ୟର ବିବରଣ 28:30
ପାଉଲ ଦୁଇ ବର୍ଷ ପର୍ୟ୍ଯନ୍ତ ନିଜର ଭଡ଼ା ଘ ରେ ରହିଲେ।
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 10:15
ଏହି ଉପଦସେ ଦବୋ ଲୋକ ଜଣକୁ କାହା ଦ୍ବାରା ନ ପଠାଗଲେ ବା ସେ କିପରି ଉପଦେଶ ଦବେ? ଶାସ୍ତ୍ର ରେ ଲଖାେ ଅଛି: ସୁସମାଗ୍ଭର ଦବୋ ପାଇଁ ଆସିବା ଲୋକର ପାଦ କେତେ ସୁନ୍ଦର ଅଟେ।
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 6:6
ଯେଉଁ ଲୋକ ପରମେଶ୍ବରଙ୍କ ବାକ୍ଯର ଶିକ୍ଷା କରୁଛି, ସେ ନିଜର ଶିକ୍ଷକଙ୍କୁ ତା' ନିକଟରେ ଥିବା ସମସ୍ତ ଭଲ ବିଷୟ ଗୁଡ଼ିକର ସହଭାଗୀ କରାଉ।
ରେରିତମାନଙ୍କ କାର୍ଯ୍ୟର ବିବରଣ 28:16
ତା'ପରେ ଆମ୍ଭେ ରୋମ ଗଲୁ, ପାଉଲଙ୍କୁ ରୋମ ରେ ଏକାକୀ ରହିବା ପାଇଁ ଅନୁମତି ମିଳିଲା। କିନ୍ତୁ ତାହାଙ୍କ ପାଖ ରେ ଜଣେ ସୈନିକ ସବୁବେଳେ ଜଗି ରହିଲା।