2 Timothy 4
9 ଯେତେଶୀଘ୍ର ସମ୍ଭବ ମାେ ସହିତ ଦଖାେ କରିବାକୁ ଆସିବା ପାଇଁ ଚେଷ୍ଟା କର।
10 ଦୀମା ଏହି ସଂସାରକୁ ଅଧିକ ଭଲ ପାଉଥିବାରୁ ମାେତେ ଛାଡ଼ି ଚାଲିଗଲେ। ସେ ଥସେଲନୀକୀକୁ ଯାଇଛନ୍ତି। କ୍ ରେସକନ୍େସ୍ ଗାଲାତୀଆକୁ, ତିତସ୍ ଦଲ୍ଲତିଆକୁ ଯାଇଛନ୍ତି।
11 ଏବେ ମାେ ସହିତ କବଳେ ଲୂକ ଅଛନ୍ତି। ତୁମ୍ଭେ ଆସିଲା ବେଳେ ମାର୍କଙ୍କୁ ତୁମ୍ଭ ସହିତ ନଇେ ଆସିବ। ସେ ଏଠା ରେ ମାେ କାମ ରେ ଅତ୍ଯନ୍ତ ଆବଶ୍ଯକୀୟ ହାଇପୋରିବେ।
12 ତୁଖିକଙ୍କୁ ମୁଁ ଏଫିସ ନଗରକୁ ପଠାଇଅଛି।
13 ମୁଁ ଯେତବେେଳେ ତ୍ରୋଯା ରେ ଥିଲି, ମୁଁ କାର୍ପଙ୍କ ପାଖ ରେ ମାରେ ଏକ ଭଲ ଜାମା ଛାଡ଼ି ଆସିଥିଲି। ଅତଏବ ତୁମ୍ଭେ ଯେତବେେଳେ ଆସିବ, ତାହା ମାେ ପାଇଁ ନଇେ ଆସିବ। ମାେ ବହିଗୁଡ଼ିକୁ ମଧ୍ଯ ଆଣିବ। ଚର୍ମପତ୍ର 300 ଉପରେ ଲିଖିତ ବହିଗୁଡ଼ିକ ବିଶଷେଭାବରେ ମାରେ ଦରକାର।
14 କ'ଣ ଆଲକଜୋଣ୍ଡର ମାରେ ବହୁତ ଅନିଷ୍ଟ କରିଛି। ପ୍ରଭୁ ତାହାକୁ ଏହି କାର୍ୟ୍ଯଗୁଡ଼ିକ ଲାଗି ଦଣ୍ଡ ଦବେେ।
15 ତୁମ୍ଭେ ମଧ୍ଯ ସତର୍କ ରୁହ, ଯେପରି ସେ ତୁମ୍ଭର କ୍ଷତି ନ କରେ। ସେ ଆମ୍ଭ ଶିକ୍ଷାଗୁଡ଼ିକର ଘାରେ ପ୍ରତିରୋଧ କରିଥିଲା।
16 ପ୍ରଥମଥର ନିଜକୁ ରକ୍ଷା କରିବା ପାଇଁ ମୁଁ ଅଦାଲତ ରେ ଠିଆ ହେଲା ବେଳେ କୌଣସି ଲୋକ ମାେତେ ସମର୍ଥନ କରିବାକୁ ଆଗଇେ ଆସି ନ ଥିଲା। ସମସ୍ତେ ମାେତେ ଛାଡ଼ି ଚାଲିଗଲେ। ମୁଁ ପ୍ରାର୍ଥନା କରେ ଯେ, ପ୍ରଭୁ ପରମେଶ୍ବର ସମାନଙ୍କେୁ କ୍ଷମା କରନ୍ତୁ। କିନ୍ତୁ ପ୍ରଭୁ ମାେ ସହିତ ଥିଲେ।
17 ଅଣୟହଦୂଦୀମାନଙ୍କୁ ସୁସମାଚାର ପୂର୍ଣ୍ଣ ଭାବରେ ପ୍ରଚାର କରିବା ବେଳେ ପ୍ରଭୁ ମାେତେ ଶକ୍ତି ପ୍ରଦାନ କଲେ। ସମସ୍ତ ଅଣଯିହୂଦୀ ଲୋକେ ସୁସମାଚାର ଶୁଣନ୍ତୁ ବୋଲି ପ୍ରଭୁ ଚାହିଁଥିଲେ। ମୁଁ ସିଂହ ମୁଖରୁ ରକ୍ଷା ପାଇଲି।
18 ଯେତବେେଳେ କୌଣସି ଲୋକ ମାରେକ୍ଷତି କରିବା ପାଇଁ ଚେଷ୍ଟା କରିବ, ପ୍ରଭୁ ମାେତେ ରକ୍ଷା କରିବେ। ସେ ମାେତେ ନିରାପଦ ରେ ତାହାଙ୍କର ସ୍ବର୍ଗରାଜ୍ଯକୁ ନଇେଯିବେ। ପ୍ରଭୁଙ୍କର ମହିମା ସଦାସର୍ବଦା ପାଇଁ ରହିଥାଉ।
9 Do thy diligence to come shortly unto me:
10 For Demas hath forsaken me, having loved this present world, and is departed unto Thessalonica; Crescens to Galatia, Titus unto Dalmatia.
11 Only Luke is with me. Take Mark, and bring him with thee: for he is profitable to me for the ministry.
12 And Tychicus have I sent to Ephesus.
13 The cloak that I left at Troas with Carpus, when thou comest, bring with thee, and the books, but especially the parchments.
14 Alexander the coppersmith did me much evil: the Lord reward him according to his works:
15 Of whom be thou ware also; for he hath greatly withstood our words.
16 At my first answer no man stood with me, but all men forsook me: I pray God that it may not be laid to their charge.
17 Notwithstanding the Lord stood with me, and strengthened me; that by me the preaching might be fully known, and that all the Gentiles might hear: and I was delivered out of the mouth of the lion.
18 And the Lord shall deliver me from every evil work, and will preserve me unto his heavenly kingdom: to whom be glory for ever and ever. Amen.
2 Timothy 4 in Tamil and English
9 ଯେତେଶୀଘ୍ର ସମ୍ଭବ ମାେ ସହିତ ଦଖାେ କରିବାକୁ ଆସିବା ପାଇଁ ଚେଷ୍ଟା କର।
Do thy diligence to come shortly unto me:
10 ଦୀମା ଏହି ସଂସାରକୁ ଅଧିକ ଭଲ ପାଉଥିବାରୁ ମାେତେ ଛାଡ଼ି ଚାଲିଗଲେ। ସେ ଥସେଲନୀକୀକୁ ଯାଇଛନ୍ତି। କ୍ ରେସକନ୍େସ୍ ଗାଲାତୀଆକୁ, ତିତସ୍ ଦଲ୍ଲତିଆକୁ ଯାଇଛନ୍ତି।
For Demas hath forsaken me, having loved this present world, and is departed unto Thessalonica; Crescens to Galatia, Titus unto Dalmatia.
11 ଏବେ ମାେ ସହିତ କବଳେ ଲୂକ ଅଛନ୍ତି। ତୁମ୍ଭେ ଆସିଲା ବେଳେ ମାର୍କଙ୍କୁ ତୁମ୍ଭ ସହିତ ନଇେ ଆସିବ। ସେ ଏଠା ରେ ମାେ କାମ ରେ ଅତ୍ଯନ୍ତ ଆବଶ୍ଯକୀୟ ହାଇପୋରିବେ।
Only Luke is with me. Take Mark, and bring him with thee: for he is profitable to me for the ministry.
12 ତୁଖିକଙ୍କୁ ମୁଁ ଏଫିସ ନଗରକୁ ପଠାଇଅଛି।
And Tychicus have I sent to Ephesus.
13 ମୁଁ ଯେତବେେଳେ ତ୍ରୋଯା ରେ ଥିଲି, ମୁଁ କାର୍ପଙ୍କ ପାଖ ରେ ମାରେ ଏକ ଭଲ ଜାମା ଛାଡ଼ି ଆସିଥିଲି। ଅତଏବ ତୁମ୍ଭେ ଯେତବେେଳେ ଆସିବ, ତାହା ମାେ ପାଇଁ ନଇେ ଆସିବ। ମାେ ବହିଗୁଡ଼ିକୁ ମଧ୍ଯ ଆଣିବ। ଚର୍ମପତ୍ର 300 ଉପରେ ଲିଖିତ ବହିଗୁଡ଼ିକ ବିଶଷେଭାବରେ ମାରେ ଦରକାର।
The cloak that I left at Troas with Carpus, when thou comest, bring with thee, and the books, but especially the parchments.
14 କ'ଣ ଆଲକଜୋଣ୍ଡର ମାରେ ବହୁତ ଅନିଷ୍ଟ କରିଛି। ପ୍ରଭୁ ତାହାକୁ ଏହି କାର୍ୟ୍ଯଗୁଡ଼ିକ ଲାଗି ଦଣ୍ଡ ଦବେେ।
Alexander the coppersmith did me much evil: the Lord reward him according to his works:
15 ତୁମ୍ଭେ ମଧ୍ଯ ସତର୍କ ରୁହ, ଯେପରି ସେ ତୁମ୍ଭର କ୍ଷତି ନ କରେ। ସେ ଆମ୍ଭ ଶିକ୍ଷାଗୁଡ଼ିକର ଘାରେ ପ୍ରତିରୋଧ କରିଥିଲା।
Of whom be thou ware also; for he hath greatly withstood our words.
16 ପ୍ରଥମଥର ନିଜକୁ ରକ୍ଷା କରିବା ପାଇଁ ମୁଁ ଅଦାଲତ ରେ ଠିଆ ହେଲା ବେଳେ କୌଣସି ଲୋକ ମାେତେ ସମର୍ଥନ କରିବାକୁ ଆଗଇେ ଆସି ନ ଥିଲା। ସମସ୍ତେ ମାେତେ ଛାଡ଼ି ଚାଲିଗଲେ। ମୁଁ ପ୍ରାର୍ଥନା କରେ ଯେ, ପ୍ରଭୁ ପରମେଶ୍ବର ସମାନଙ୍କେୁ କ୍ଷମା କରନ୍ତୁ। କିନ୍ତୁ ପ୍ରଭୁ ମାେ ସହିତ ଥିଲେ।
At my first answer no man stood with me, but all men forsook me: I pray God that it may not be laid to their charge.
17 ଅଣୟହଦୂଦୀମାନଙ୍କୁ ସୁସମାଚାର ପୂର୍ଣ୍ଣ ଭାବରେ ପ୍ରଚାର କରିବା ବେଳେ ପ୍ରଭୁ ମାେତେ ଶକ୍ତି ପ୍ରଦାନ କଲେ। ସମସ୍ତ ଅଣଯିହୂଦୀ ଲୋକେ ସୁସମାଚାର ଶୁଣନ୍ତୁ ବୋଲି ପ୍ରଭୁ ଚାହିଁଥିଲେ। ମୁଁ ସିଂହ ମୁଖରୁ ରକ୍ଷା ପାଇଲି।
Notwithstanding the Lord stood with me, and strengthened me; that by me the preaching might be fully known, and that all the Gentiles might hear: and I was delivered out of the mouth of the lion.
18 ଯେତବେେଳେ କୌଣସି ଲୋକ ମାରେକ୍ଷତି କରିବା ପାଇଁ ଚେଷ୍ଟା କରିବ, ପ୍ରଭୁ ମାେତେ ରକ୍ଷା କରିବେ। ସେ ମାେତେ ନିରାପଦ ରେ ତାହାଙ୍କର ସ୍ବର୍ଗରାଜ୍ଯକୁ ନଇେଯିବେ। ପ୍ରଭୁଙ୍କର ମହିମା ସଦାସର୍ବଦା ପାଇଁ ରହିଥାଉ।
And the Lord shall deliver me from every evil work, and will preserve me unto his heavenly kingdom: to whom be glory for ever and ever. Amen.