Exodus 7:1
ସଦାପ୍ରଭୁ ମାଶାଙ୍କେୁ କହିଲେ, ମୁଁ ତୁମ୍ଭଙ୍କୁ ଫାରୋଙ୍କ ନିକଟରେ ପରମେଶ୍ବର ତୁଲ୍ଯ କରିଅଛି। ଏବଂ ତୁମ୍ଭର ଭାଇ ହାରୋଣ ତୁମ୍ଭର ଭବିଷ୍ଯଦବକ୍ତା ହବେ।
Exodus 7:1 in Other Translations
King James Version (KJV)
And the LORD said unto Moses, See, I have made thee a god to Pharaoh: and Aaron thy brother shall be thy prophet.
American Standard Version (ASV)
And Jehovah said unto Moses, See, I have made thee as God to Pharaoh; and Aaron thy brother shall be thy prophet.
Bible in Basic English (BBE)
And the Lord said to Moses, See I have made you a god to Pharaoh, and Aaron your brother will be your prophet.
Darby English Bible (DBY)
And Jehovah said to Moses, See, I have made thee God to Pharaoh; and Aaron thy brother shall be thy prophet.
Webster's Bible (WBT)
And the LORD said to Moses, See, I have made thee a god to Pharaoh: and Aaron thy brother shall be thy prophet.
World English Bible (WEB)
Yahweh said to Moses, "Behold, I have made you as God to Pharaoh; and Aaron your brother shall be your prophet.
Young's Literal Translation (YLT)
And Jehovah saith unto Moses, `See, I have given thee a god to Pharaoh, and Aaron thy brother is thy prophet;
| And the Lord | וַיֹּ֤אמֶר | wayyōʾmer | va-YOH-mer |
| said | יְהוָה֙ | yĕhwāh | yeh-VA |
| unto | אֶל | ʾel | el |
| Moses, | מֹשֶׁ֔ה | mōše | moh-SHEH |
| See, | רְאֵ֛ה | rĕʾē | reh-A |
| I have made | נְתַתִּ֥יךָ | nĕtattîkā | neh-ta-TEE-ha |
| god a thee | אֱלֹהִ֖ים | ʾĕlōhîm | ay-loh-HEEM |
| to Pharaoh: | לְפַרְעֹ֑ה | lĕparʿō | leh-fahr-OH |
| and Aaron | וְאַֽהֲרֹ֥ן | wĕʾahărōn | veh-ah-huh-RONE |
| brother thy | אָחִ֖יךָ | ʾāḥîkā | ah-HEE-ha |
| shall be | יִֽהְיֶ֥ה | yihĕye | yee-heh-YEH |
| thy prophet. | נְבִיאֶֽךָ׃ | nĕbîʾekā | neh-vee-EH-ha |
Cross Reference
Exodus 4:15
ତୁମ୍ଭେ ହାରୋଣକୁ କହିବ ଏବଂ ତା'ର ପାଟି ରେ ବାକ୍ଯ ଦବେ। ମୁଁ ତୁମ୍ଭର ଜିହ୍ବା ସହିତ ଓ ତା'ର ଜିହ୍ବା ସହିତ ଥିବିଏବଂ ମୁଁ ତୁମ୍ଭମାନଙ୍କୁ କହିବି, ଯାହା ତୁମ୍ଭମାନଙ୍କୁ କହିବାକୁ ହବେ।
Psalm 82:6
ମୁଁ (ପରମେଶ୍ବର) କହିଲି, ତୁମ୍ଭମାନେେ ଈଶ୍ବରଗଣ ଓ ସର୍ବୋପରିସ୍ଥ ପରମେଶ୍ବରଙ୍କର ସନ୍ତାନ।
Genesis 19:21
ସ୍ବର୍ଗଦୂତ ଲୋଟକୁ କହିଲେ, ଉତ୍ତମ ଆମ୍ଭେ ତୁମ୍ଭକୁ ଅନୁମତି ଦଲେୁ। ମୁଁ ସହେି ସହରକୁ ଧ୍ବଂସ କରିବି ବାହିଁ।
Exodus 16:29
ଦେଖ, ସଦାପ୍ରଭୁ ତୁମ୍ଭମାନଙ୍କୁ ବିଶ୍ରାମ ଦିନ ଦବୋ ହତେୁ ଷଷ୍ଠ ଦିନ ରେ ଦୁଇ ଦିନର ଖାଦ୍ୟ ଦିଅନ୍ତି। ତୁମ୍ଭମାନେେ ପ୍ରେତ୍ୟକକ ବିଶ୍ରାମ ଦିନ ରେ ନିଜ ନିଜ ସ୍ଥାନରୁ ବାହାରକୁ ନୟାଇ ନିଜ ନିଜ ସ୍ଥାନ ରେ ଥାଅ।
1 Kings 17:23
ତା'ପରେ ଏଲିଯ ପୁଅଟିକୁ ଧରି ତଳକୁ ଓହ୍ଲାଇ ଆସିଲେ ଓ ସହେି ସ୍ତ୍ରୀ ଲୋକଟିକୁ କହିଲେ, ଦେଖ, ତୁମ୍ଭର ପୁତ୍ର ଜୀବିତ।
2 Kings 6:32
ରାଜା ଗୋଟିଏ ଦୂତ ଇଲିଶାଯଙ୍କ ନିକଟକୁ ପଠାଇଲେ। ଇଲୀଶାୟ େସତବେଳେ ପ୍ରାଚୀନବର୍ଗଙ୍କ ସହ ତାଙ୍କ ଘ ରେ ବସିଥିଲେ। ଦୂତ ପହଞ୍ଚିବା ପୂର୍ବରୁ ଇଲୀଶାୟ ସହେି ପ୍ରାଚୀନବର୍ଗଙ୍କୁ କହିଲେ, ଏଠାକୁ ଦେଖ, ଏହି ନରହତ୍ଯାକାରୀର ପୁତ୍ର ମାରେ ମୁଣ୍ତ ଛଦନେ କରିବାକୁ ଲୋକ ପଠାଇଛି। ଦେଖ, ସେ ଦୂତ ପହଞ୍ଚିଲା ବେଳେ ଦ୍ବାର ବନ୍ଦ କର ଓ ତାକୁ ଗୃହ ରେ ପ୍ରବେଶ ନ କରାଇ ଦବୋପାଇଁ ଦ୍ବାରକୁ ଦୃଢ ଭାବରେ ଧର। ମୁଁ ଶୁଣେ ତା' ପ୍ରଭୁର ପଦଶଦ୍ଦ ତା'ର ପଛ ରେ?
Ecclesiastes 1:10
ଜଣେ ଲୋକ କ ହେ, ଦେଖ, ଏହା ନୂଆ। କିନ୍ତୁ ଏହି ବସ୍ତୁ ପୂର୍ବରୁ ରହି ଆସିଛି। ଆମ୍ଭମାନଙ୍କ ପୂର୍ବରୁ ଏହା ଥିଲା।
John 10:35
ଏହି ଧର୍ମଶାସ୍ତ୍ର କୁ ହେ ଯେ ଯେଉଁମାନେ ପରମେଶ୍ବରଙ୍କର ବାର୍ତ୍ତା ଗ୍ରହଣ କରନ୍ତି, ସମାନେେ ଇଶ୍ବରଗଣ। ଆଉ ଶାସ୍ତ୍ରର ବାକ୍ଯ ସର୍ବଦା ସତ୍ଯ।
Jeremiah 1:10
ଆଜି ଆମ୍ଭେ ତୁମ୍ଭକୁ ନାନା ଦେଶ ଓ ରାଜ୍ଯଗୁଡ଼ିକର ଦାଯିତ୍ବ ରେ ନିୟୁକ୍ତ କଲୁ। ତୁମ୍ଭେ ସେସବୁକୁ ଉତ୍ପାଟନ, ଭଗ୍ନ, ବିନାଶ ଓ ନିପାତ କରିବ। କିନ୍ତୁ ତୁମ୍ଭେ ନିର୍ମାଣ ଓ ରୋପଣ ମଧ୍ଯ କରିବ।