Ezekiel 16:21 in Oriya

Oriya Oriya Bible Ezekiel Ezekiel 16 Ezekiel 16:21

Ezekiel 16:21
ତୁମ୍ଭେ ମାରେ ସନ୍ତାନଗଣଙ୍କୁ ହତ୍ଯା କରି ତୁମ୍ଭର ଭଣ୍ଡ ଦବେତାମାନଙ୍କୁ ସନ୍ତୁଷ୍ଟ କରିବା ପାଇଁ ଅଗ୍ନି ମଧିଅରେ ଉତ୍ସର୍ଗ କରିଅଛ।

Ezekiel 16:20Ezekiel 16Ezekiel 16:22

Ezekiel 16:21 in Other Translations

King James Version (KJV)
That thou hast slain my children, and delivered them to cause them to pass through the fire for them?

American Standard Version (ASV)
that thou hast slain my children, and delivered them up, in causing them to pass through `the fire' unto them?

Bible in Basic English (BBE)
That you put my children to death and gave them up to go through the fire to them?

Darby English Bible (DBY)
that thou didst slay my children and give them up in passing them over to them?

World English Bible (WEB)
that you have slain my children, and delivered them up, in causing them to pass through [the fire] to them?

Young's Literal Translation (YLT)
That thou dost slaughter My sons, And dost give them up in causing them to pass over to them?

That
thou
hast
slain
וַֽתִּשְׁחֲטִ֖יwattišḥăṭîva-teesh-huh-TEE

אֶתʾetet
children,
my
בָּנָ֑יbānāyba-NAI
and
delivered
וַֽתִּתְּנִ֔יםwattittĕnîmva-tee-teh-NEEM
through
pass
to
them
cause
to
them
בְּהַעֲבִ֥ירbĕhaʿăbîrbeh-ha-uh-VEER
the
fire
for
them?
אוֹתָ֖םʾôtāmoh-TAHM
לָהֶֽם׃lāhemla-HEM

Cross Reference

2 Kings 17:17
ଆଉ ସମାନେେ ନିଜର ପୁତ୍ର କନ୍ଯାମାନଙ୍କୁ ଅଗ୍ନି ରେ ବଳିଦାନ କଲେ। ସମାନେେ ଭବିଷ୍ଯତବାଣୀ କରିବା ପାଇଁ ୟାଦୁବିଦ୍ଯା, ଡାହାଣି ବିନ୍ଯା ଓ ଜ୍ଯୋତିଷବିଦ୍ଯାଗୁଡିକ ବ୍ଯବହାର କଲେ। ସଦାପ୍ରଭୁଙ୍କୁ କୋରଧାନିତ୍ବ କରିବା ପାଇଁ ତାଙ୍କ ଦୃଷ୍ଟି ରେ କୁକର୍ମ କରିବାକୁ ସମାନେେ ନିଜକୁ ବିକ୍ରଯ କଲେ।

Leviticus 18:21
ତୁମ୍ଭେ ନିଜ ବଂଶଜାତ କାହାକୁ ହିଁ ମାେଲକ୍ ଦବେତାର ଉଦ୍ଦେଶ୍ଯ ରେ ଉତ୍ସର୍ଗୀତ ହବୋକୁ ଦବୋ ଉଚିତ୍ ନୁହଁ, କିମ୍ବା ତୁମ୍ଭେ ତୁମ୍ଭର ପରମେଶ୍ବରଙ୍କ ପବିତ୍ର ନାମକୁ କଳିଷିତ ନିଶ୍ଚଯ କରିବ ନାହିଁ। ମୁଁ ସଦାପ୍ରଭୁ ଅଟେ।

Leviticus 20:1
ଅନନ୍ତର ସଦାପ୍ରଭୁ ମାଶାଙ୍କେୁ କହିଲେ,

Deuteronomy 18:10
ତୁମ୍ଭର ପକ୍ସ୍ଟତ୍ର କନ୍ଯାମାନଙ୍କୁ ୟଜ୍ଞବଦେୀ ଅଗ୍ନି ରେ ଦଗ୍ଧକରି ଉତ୍ସର୍ଗ କରିବ ନାହିଁ। ମନ୍ତ୍ରଜ୍ଞ, ଶକ୍ସ୍ଟଭାଶକ୍ସ୍ଟଭ ବାଦୀ, ଗଣକ କି ମାଯାବିଙ୍କଠାରକ୍ସ୍ଟ କିଛି ଶିକ୍ଷା କରିବ ନାହିଁ।

2 Kings 21:6
ମନଃଶି ଆପଣା ପୁତ୍ରକୁ ଅଗ୍ନି ରେ ଉତ୍ସର୍ଗ କଲେ। ସେ ଶୁଭଶୁଭ କହିବାର ବିଦ୍ଯା, ଗଣକତା, ୟାଦୁବିଦ୍ଯା, ଭୂତପ୍ ରତେ ଓ ଗୂଣୀଗା ରଡେି କାର୍ୟ୍ଯ ରେ ଅଭ୍ଯସ୍ତ ହେଲେ।

2 Kings 23:10
ତୋଫତ ବନେ-ହିନ୍ନୋମ ଉପତ୍ୟକାର ଗୋଟିଏ ସ୍ଥାନ ଥିଲା, ଯେଉଁଠା ରେ ଲୋକମାନେ ସମାନଙ୍କେର ପୁତ୍ର ଓ କନ୍ଯାମାନଙ୍କୁ ମଲକେ ମିଥ୍ଯା ଦବେତା ସମ୍ମାନାର୍ଥେ ଅଗ୍ନି ରେ ହାମେ କଲେ। ଯେତବେେଳେ ଯୋଶିୟଯ ସହେି ସ୍ଥାନକୁ ଅପବିତ୍ର କଲେ। ଲୋକମାନେ ଯେପରି ହାମେ ସ୍ଥାନକୁ ଅଧିକ ସମୟ ବ୍ଯବହାର ପାଇଁ ବନ୍ଦ କଲେ।

Psalm 106:37
ଏପରିକି ପରମେଶ୍ବରଙ୍କର ଲୋକମାନେ ସମାନଙ୍କେର ପିଲାମାନଙ୍କୁ ଅନ୍ୟ ଦବେତାଙ୍କ ନିକଟରେ ବଳି ଦେଲେ।

Jeremiah 19:5
ଯିହୁଦାର ରାଜାଗଣ ବାଲ୍ଦବଙ୍କେ ଉଦ୍ଦେଶ୍ଯ ରେ ଉଚ୍ଚସ୍ଥଳୀ ନିର୍ମାଣ କରିଛନ୍ତି। ସମାନେେ ନିଜର ସନ୍ତାନଗଣଙ୍କୁ ବାଲଦବେ ଉଦ୍ଦେଶ୍ଯ ରେ ହାମବେଳି ରୂପେ ଉତ୍ସର୍ଗ କରିଅଛନ୍ତି। ଆମ୍ଭେ କିନ୍ତୁ ସମାନଙ୍କେୁ ଏହା କହିବାକୁ ଆଦେଶ କରିନାହୁଁ କି କହି ନାହୁଁ ଓ ଆମ୍ଭ ମନ ରେ ଏହା ଉଦଯ ହାଇେ ନାହିଁ।