Ezekiel 3:12
ଏହାପ ରେ ଆତ୍ମା ମାେତେ ଉପରକୁ ଉଠାଇଲା, ଏବଂ ମୁଁ ମାରେ ପଛ ରେ ଏକ ଶବ୍ଦ ଶୁଣିଲି। ତାହା ଏକ ବଜ୍ର ଧ୍ବନି ଥିଲା, ଏହା ଶୁଣାଗଲା, ଧନ୍ଯ ସଦାପ୍ରଭୁଙ୍କର ମହିମା।
Ezekiel 3:12 in Other Translations
King James Version (KJV)
Then the spirit took me up, and I heard behind me a voice of a great rushing, saying, Blessed be the glory of the LORD from his place.
American Standard Version (ASV)
Then the Spirit lifted me up, and I heard behind me the voice of a great rushing, `saying', Blessed be the glory of Jehovah from his place.
Bible in Basic English (BBE)
Then I was lifted up by the wind, and at my back the sound of a great rushing came to my ears when the glory of the Lord was lifted up from his place.
Darby English Bible (DBY)
And the Spirit lifted me up, and I heard behind me the sound of a great rushing, [saying,] Blessed be the glory of Jehovah from his place!
World English Bible (WEB)
Then the Spirit lifted me up, and I heard behind me the voice of a great rushing, [saying], Blessed be the glory of Yahweh from his place.
Young's Literal Translation (YLT)
And lift me up doth a spirit, and I hear behind me a noise, a great rushing -- `Blessed `is' the honour of Jehovah from His place!' --
| Then the spirit | וַתִּשָּׂאֵ֣נִי | wattiśśāʾēnî | va-tee-sa-A-nee |
| took me up, | ר֔וּחַ | rûaḥ | ROO-ak |
| heard I and | וָאֶשְׁמַ֣ע | wāʾešmaʿ | va-esh-MA |
| behind | אַחֲרַ֔י | ʾaḥăray | ah-huh-RAI |
| me a voice | ק֖וֹל | qôl | kole |
| great a of | רַ֣עַשׁ | raʿaš | RA-ash |
| rushing, | גָּד֑וֹל | gādôl | ɡa-DOLE |
| saying, Blessed | בָּר֥וּךְ | bārûk | ba-ROOK |
| glory the be | כְּבוֹד | kĕbôd | keh-VODE |
| of the Lord | יְהוָ֖ה | yĕhwâ | yeh-VA |
| from his place. | מִמְּקוֹמֽוֹ׃ | mimmĕqômô | mee-meh-koh-MOH |
Cross Reference
Ezekiel 8:3
ତା'ପ ରେ ଆମ୍ଭେ ଦେଖିଲୁ, ସେ ଏକ ହସ୍ତ ପରି ଜଣାଯାଉଥିବା କିଛି ବିସ୍ତାର କରି ମାରେକେଶ ଧରିଲେ। ତା'ପ ରେ ପବନ ମାେତେ ଉଠାଇ ନଲୋ, ପୃଥିବୀ ଓ ଆକାଶର ମଧ୍ଯବର୍ତ୍ତୀ ସ୍ଥାନ ରେ ରଖି ଦଲୋ। ଏବଂ ପରମେଶ୍ବରଙ୍କର ଦର୍ଶନକ୍ରମେ ୟିରୁଶାଲମର ଭିତର ପ୍ରାଙ୍ଗଣର ଉତ୍ତରାମୁଖୀ ପ୍ରବେଶ ସ୍ଥାନର ଦ୍ବାର ନିକଟକୁ ମାେତେ ଆଣିଲେ। ସଠାେ ରେ ଏକ ମୂର୍ତ୍ତି ଥିଲା, ଯାହା ପରମେଶ୍ବରଙ୍କର କୋରଧର କାରଣ ହେଲା।
Acts 8:39
ସମାନେେ ଦୁ ହେଁ ଜଳ ଭିତରୁ ଉଠି ଆସିବା ପରେ ପ୍ରଭୁଙ୍କର ଆତ୍ମା ଫିଲିପ୍ପଙ୍କୁ ନଇଗେଲେ। ନଫୁସକ ତାହାଙ୍କୁ ଆଉ ଦେଖିପାରିଲେ ନାହିଁ। ସେ ଖୁସି ରେ ତାହାଙ୍କ ବାଟରେ ଚ଼ାଲିଗଲେ।
Acts 2:2
ସେତବେେଳେ ହଠାତ୍ ଆକାଶରୁ ଗୋଟିଏ ଶବ୍ଦ ଶୁଣାଗଲା। ଏହି ଶବ୍ଦ ଗୋଟିଏ ଭୀଷଣ ଝଡ଼ ବହିବା ପରି ଥିଲା। ଶବ୍ଦଟି ସମାନେେ ଯେଉଁ ଘର ଭିତ ରେ ବସିଥିଲେ, ସହେି ଘରର ଚ଼ାରିଆଡ଼େ ବ୍ଯାପି ଗଲା।
Ezekiel 11:1
ଅନନ୍ତର ଏକ ପବନ ମାେତେ ଉଠାଇଲା ଏବଂ ସଦାପ୍ରଭୁଙ୍କ ମନ୍ଦିରର ପୂର୍ବାଭିମୁଖ ପୂର୍ବଦ୍ବାର ନିକଟକୁ ମାେତେ ବୋହି ଆଣିଲା। ଆଉ ମୁଁ ଦେଖିଲି ସହେି ପ୍ରବେଶ ଦ୍ବାର ନିକଟରେ ପଚିଶ ଜଣ ବ୍ଯକ୍ତି ଉପସ୍ଥିତ ଥିଲେ। ଆଉ ସମାନଙ୍କେ ମଧିଅରେ ମୁଁ ଅସସୁରର ପୁତ୍ର ୟାସନିଯଙ୍କୁ ଦେଖିଲି। ଏବଂ ଲୋକମାନଙ୍କର ଅଧିପତି ବନାଯର ପୁତ୍ର ପୁଟିଯକୁ ଦେଖିଲି।
Ezekiel 3:14
ତା'ପ ରେ ଆତ୍ମା ମାେତେ ଉପରକୁ ଉଠାଇ ନଇଗେଲା। ମୁଁ ଦୁଃଖିତ ହୃଦଯ ରେ କୋରଧିତ ହାଇେ ଗମନ କଲି ଏବଂ ସଦାପ୍ରଭୁଙ୍କର ହସ୍ତ ମାେତେ ଧରିଥିଲା।
Ezekiel 40:1
ମ୍ଭର ନିର୍ବାସନର ପଞ୍ଚବିଂଶ ବର୍ଷର, ଆରମ୍ଭ ରେ ମାସର ଦଶମ ଦିନ ରେ ସଦାପ୍ରଭୁଙ୍କ ଶକ୍ତି ମାେ ଉପ ରେ ଅଧିଷ୍ଠିତ ହେଲା। ଏହା ବାବିଲ ୟିରୁଶାଲମ ଅକ୍ତିଆର କରିବାର ଚତୁର୍ଦ୍ଦଶବର୍ଷ ପ ରେ ସହେିଦିନ ସଦାପ୍ରଭୁ ମାେତେ ସଠାେକୁ ଦର୍ଶନ ରେ ଆଣିଲେ।
Revelation 1:10
ପ୍ରଭୁଙ୍କ ଦିନ ରେ ପବିତ୍ର ଆତ୍ମା ମାେତେ ସମ୍ପୂର୍ଣ୍ଣରୂପେ ଅଧିକାର କରି ନେଲେ। ମୁଁ ହଠାତ୍ ପଛପଟୁ ଗୋଟିଏ ଉଚ୍ଚ ଶବ୍ଦ ଶୁଣିଲି। ଏହି ଶବ୍ଦ ତୂରୀନାଦ ପରି ଥିଲା।
Revelation 1:15
ତାହାଙ୍କ ପାଦ ଯେପରି, ପିତ୍ତଳ ନିଆଁ ଭାଟି ରେ ଦଖାଯାେଏ ସହେିପରି ଶୁଦ୍ଧ ଦଖାଯାେଉଥିଲା। ତାହାଙ୍କ ସ୍ବର ବନ୍ଯାଜଳର ଗର୍ଜନ ଭଳି ଥିଲା।
Revelation 5:11
ତା'ପରେ ମୁଁ ଦେଖିଲି ଓ ଅନକେ ସ୍ବର୍ଗଦୂତଙ୍କର ସ୍ବର ଶୁଣିଲି। ସ୍ବର୍ଗଦୂତମାନେ ସିଂହାସନ, ଜୀବିତପ୍ରାଣୀ ଓ ପ୍ରାଚୀନମାନଙ୍କ ଚାରିପାଖ ରେ ଥିଲେ। ମୁଁ ହଜାରହଜାର ସ୍ବର୍ଗଦୂତଙ୍କୁ ଦେଖିଲି। ସଠାେରେ 10,000ର 10,000 ଗୁଣ ସ୍ବର୍ଗଦୂତ ଥିଲେ।
Revelation 19:6
ତା'ପରେ ମୁଁ ଅନକେ ଲୋକମାନଙ୍କର ସ୍ବର ଶୁଣିଲି। ଏହା ଜଳପ୍ରପାତର ଧ୍ବନିପରି ଏବଂ ବିରାଟ ମେଘ ଗର୍ଜନର ଶବ୍ଦ ପରି ଥିଲା। ସମାନେେ କହୁଥିଲେ :
Ezekiel 11:22
ଅନନ୍ତର କିରୁବଗଣ ନିଜ ନିଜ ପକ୍ଷ ଉଠାଇଲେ, ଆଉ ଚକ୍ରସବୁ ସମାନଙ୍କେ ପାଶର୍ବ ରେ ଥିଲା। ଆଉ ଇଶ୍ରାୟେଲର ପରମେଶ୍ବରଙ୍କର ମହିମା ସମାନଙ୍କେ ଉର୍ଦ୍ଧ୍ବ ରେ ବିଦ୍ଯମାନ ଥିଲା।
Ezekiel 10:18
ଅନନ୍ତର ସଦାପ୍ରଭୁଙ୍କ ମହିମା ମନ୍ଦିରର ଏରୁଣ୍ଡିର ଉର୍ଦ୍ଧ୍ବକୁ ପ୍ରସ୍ଥାନ କରି କିରୂବମାନଙ୍କ ଉପ ରେ ଅଧିଷ୍ଠିତ ହେଲା।
Ezekiel 10:4
ସଦାପ୍ରଭୁଙ୍କର ମହିମା କିରୂବଦୂତର ଉପରୁ ଉଠିଲା ଏବଂ ମନ୍ଦିରର ଦ୍ବାର ଆଡ଼କୁ ଗଲା, ତେଣୁ ଗୃହ ମେଘ ରେ ପରିପୂର୍ଣ୍ଣ ହେଲା ଓ ପ୍ରାଙ୍ଗଣ ସଦାପ୍ରଭୁଙ୍କ ମହିମାରୁ ଉଜ୍ଜ୍ବଳ ତଜେ ରେ ପରିପୂର୍ଣ୍ଣ ହେଲା।
1 Samuel 4:21
ସେ ସହେି ବାଳକର ନାମ ଐ-କାବୋଦ୍ ଦଲୋ। ତା'ର ଅର୍ଥ, ଇଶ୍ରାୟେଲରକ୍ସ୍ଟ ଗୌରବ ଗ୍ଭଲି ୟାଇଛି।ଏହା ଧାରଣା ଦିଏ ଯେ ସଦାପ୍ରଭୁଙ୍କର ସିନ୍ଦକ୍ସ୍ଟକ ଧରା ପଡିଛି ଏବଂ ତା'ର ଶ୍ବଶକ୍ସ୍ଟର ଓ ସ୍ବାମୀ ମୃତକ୍ସ୍ଟ୍ଯ ବରଣ କରିଥିଲେ।
1 Kings 18:12
ଯଦି ମୁଁ ୟାଇ ତୁମ୍ଭ ବିଷଯ ରେ ରାଜା ଆହାବ୍ଙ୍କୁ ଜଣାଏ ସଦାପ୍ରଭୁଙ୍କ ଆତ୍ମା ତୁମ୍ଭରୁ ମାରେ ଅଜଣା ସ୍ଥାନକୁ ନଇେଯିବେ। ଯେତବେେଳେ ଆହାବ୍ ତୁମ୍ଭକୁ ନ ପାଇବେ ସେ ମାେତେ ହତ୍ଯା କରିବେ। ମାତ୍ର ମୁଁ ବାଲ୍ଯ କାଳରୁ ସଦାପ୍ରଭୁଙ୍କ ଅନୁଗାମୀ ହାଇେ ଆସୁଛି।
2 Kings 2:16
ସମାନେେ ତାଙ୍କୁ କହିଲେ, ଦେଖ, ଆମ୍ଭ ସହିତ ପଗ୍ଭଶ ବଳବାନ୍ ଲୋକ ଅଛନ୍ତି। ଆମ୍ଭେ ବିନଯ କରୁଛୁ, ସମାନଙ୍କେୁ ତୁମ୍ଭର ମହାଶୟଙ୍କୁ ଖାଜେିବା ରେ ୟିବାକୁ ଦିଅ। ହାଇପୋ ରେ ସଦାପ୍ରଭୁଙ୍କ ଆତ୍ମା ତାଙ୍କୁ ଉର୍ଦ୍ଧ୍ବକୁ ନଇେ କୌଣସି ପର୍ବତ କି ଉପତ୍ୟକା ଉପରେ ପକାଇ ଦଇେଥିବେ।
Psalm 72:18
ସଦାପ୍ରଭୁ ଇଶ୍ରାୟେଲର ପରମେଶ୍ବର ଅଟନ୍ତି। ଅନନ୍ତର ପରମେଶ୍ବରଙ୍କର ଗୁଣଗାନ କର। କବଳେ ପରମେଶ୍ବର ମୁଁ ଏହିପରି ଆଶ୍ଚର୍ୟ୍ଯ କାର୍ୟ୍ଯମାନ କରି ପାରନ୍ତି।
Psalm 103:20
ହେ ଦୂତଗଣ, ସଦାପ୍ରଭୁଙ୍କର ପ୍ରଶଂସା କର! ତୁମ୍ଭମାନେେ ହିଁ ସଦାପ୍ରଭୁଙ୍କର ଶକ୍ତିଶାଳୀ ସୈନ୍ଯ ଯେଉଁମାନେ ପରମେଶ୍ବରଙ୍କର ଆଦେଶ ମାନନ୍ତି ଓ ସେ ୟାହା କହନ୍ତି, ତାଙ୍କର ବାକ୍ଯଗୁଡ଼ିକ ପାଳନ କରନ୍ତି।
Psalm 148:2
ହେ ତାଙ୍କର ସମସ୍ତ ସ୍ବର୍ଗଦୂତଗଣ, ତାଙ୍କର ପ୍ରଶଂସା କର। ହେ ତାଙ୍କର ସମସ୍ତ ସୈନ୍ଯଗଣ, ତାଙ୍କର ପ୍ରଶଂସା କର।
Isaiah 6:3
ସମାନେେ ପରସ୍ପରକୁ ଡ଼ାକି କହୁଥିଲେ, ସର୍ବ ଶକ୍ତିମାନ ସଦାପ୍ରଭୁ ଧର୍ମମଯ, ଧର୍ମମଯ, ଧର୍ମମଯ। ତାଙ୍କର ମହିମା ସମଗ୍ର ପୃଥିବୀ ରେ ବ୍ଯାପିୟାଇଛି।' ସହେି ଦବଦେୂତମାନଙ୍କର ସ୍ବର ଅତି ଉଚ୍ଚ ଥିଲା।
Ezekiel 2:2
ତା'ପ ରେ ଏକ ଆତ୍ମା ମାେ ମଧିଅରେ ପ୍ରବେଶ କରି ମାେତେ ଠିଆ କରାଇଲା। ତାପ ରେ ସହେି ସ୍ବର ମାେ ସହିତ କଥାବାର୍ତ୍ତା କରିବାକୁ ଆରମ୍ଭ କଲା।
Ezekiel 9:3
ଏବଂ ଇଶ୍ରାୟେଲର ପରମେଶ୍ବରଙ୍କ ମହିମା ଯେଉଁ କିରୁବର ଉପ ରେ ଥିଲା, ତାହା ତାହାଠାରୁ ଉଠି ମନ୍ଦିରର ଦ୍ବାର ନିକଟକୁ ୟାଇଥିଲା। ତା'ପ ରେ ସେ ସହେି ଶୁକ୍ଲବସ୍ତ୍ର ପରିହିତ ଓ ପାଶର୍ବ ରେ ଲେଖକର କାଳିଘଡ଼ିଧାରୀ ପୁରୁଷକୁ ଡାକିଲେ।
Exodus 40:34
ଏହାପରେ ସହେି ମେଘ ସମାଗମ ତମ୍ବୁକୁ ଆଚ୍ଛାଦନ କଲା ଓ ସଦାପ୍ରଭୁଙ୍କର ମହିମା ପବିତ୍ର ତମ୍ବୁକୁ ପରିପୂର୍ଣ୍ଣ କଲା।