Ezekiel 30:2
ହେ ମନୁଷ୍ଯ ପୁତ୍ର, ତୁମ୍ଭେ ଭବିଷ୍ଯତବାକ୍ଯ ପ୍ରଚାର କରି କୁହ, 'ସଦାପ୍ରଭୁ ମାରେପ୍ରଭୁ ଏହି କଥା କହନ୍ତି,
Ezekiel 30:2 in Other Translations
King James Version (KJV)
Son of man, prophesy and say, Thus saith the Lord GOD; Howl ye, Woe worth the day!
American Standard Version (ASV)
Son of man, prophesy, and say, Thus saith the Lord Jehovah: Wail ye, Alas for the day!
Bible in Basic English (BBE)
Son of man, be a prophet, and say, These are the words of the Lord: Give a cry, Aha, for the day!
Darby English Bible (DBY)
Son of man, prophesy and say, Thus saith the Lord Jehovah: Howl ye, Alas for the day!
World English Bible (WEB)
Son of man, prophesy, and say, Thus says the Lord Yahweh: Wail, Alas for the day!
Young's Literal Translation (YLT)
`Son of man, prophesy, and thou hast said: Thus said the Lord Jehovah: Howl ye, ha! for the day!
| Son | בֶּן | ben | ben |
| of man, | אָדָ֕ם | ʾādām | ah-DAHM |
| prophesy | הִנָּבֵא֙ | hinnābēʾ | hee-na-VAY |
| and say, | וְאָ֣מַרְתָּ֔ | wĕʾāmartā | veh-AH-mahr-TA |
| Thus | כֹּ֥ה | kō | koh |
| saith | אָמַ֖ר | ʾāmar | ah-MAHR |
| Lord the | אֲדֹנָ֣י | ʾădōnāy | uh-doh-NAI |
| God; | יְהוִ֑ה | yĕhwi | yeh-VEE |
| Howl | הֵילִ֖ילוּ | hêlîlû | hay-LEE-loo |
| ye, Woe worth | הָ֥הּ | hāh | ha |
| the day! | לַיּֽוֹם׃ | layyôm | la-yome |
Cross Reference
Isaiah 13:6
ସଦାପ୍ରଭୁଙ୍କର ସ୍ବତନ୍ତ୍ର ଦିବସ ନିକଟବର୍ତ୍ତୀ। ତେଣୁ ନିଜେ ନିଜେ କ୍ରନ୍ଦନ କର ଓ ଦୁଃଖିତ ହୁଅ। ଏବଂ ସମୟ ଆସିବ ଯେତବେେଳେ ଶତ୍ରୁ ତୁମ୍ଭର ଧନକୁ ଲୁଣ୍ଠନ କରିବେ। ପରମେଶ୍ବର ସର୍ବଶକ୍ତିମାନ ଏହା ଘଟିବାକୁ ଦବେେ।
Joel 1:11
ହେ କୃଷକଗଣ, ଦୁଃଖ କର। ଉଚ୍ଚ ସ୍ବର ରେ କ୍ରନ୍ଦନ କର। ଦ୍ରାକ୍ଷା କୃଷିକାରୀଗଣ, ତୁମ୍ଭମାନେେ ମଧ୍ଯ ରୋଦନ କର। କାରଣ ତୁମ୍ଭର କ୍ଷତେ ରେ ଗହମ ଓ ବାର୍ଲି ଅମଳ ସମ୍ପୂର୍ଣ୍ଣ ଧ୍ବଂସ ହାଇେଛି।
Joel 1:5
ହେ ମଦ୍ଯପଗଣ, ଉଠ ଓ ରୋଦନ କର। ତୁମ୍ଭେ ସମସ୍ତେ ଯେଉଁମାନେ ମଦ୍ଯପାନ କରିଛ, କ୍ରନ୍ଦନ କର। କାରଣ ତୁମ୍ଭର ସହେି ମଧୁର ଦ୍ରାକ୍ଷାରସ ଶଷେ ହାଇେଛି। ତୁମ୍ଭମାନେେ ଆଉ ତା'ର ସ୍ବାଦ ପାଇବ ନାହିଁ।
Ezekiel 21:12
ହେ ମନୁଷ୍ଯ ପୁତ୍ର, ତୁମ୍ଭେ କ୍ରନ୍ଦନ ଓ ହାହାକାର କର। ଏପରି ମାରେଖଡ୍ଗ ଲୋକମାନଙ୍କ ବିରୁଦ୍ଧ ରେ ଓ ସମସ୍ତ ଇଶ୍ରାୟେଲର ଅଧିପତିଗଣଙ୍କ ବିରୁଦ୍ଧ ରେ ଉେତ୍ତାଳିତ ହାଇେଅଛି। ସମାନେେ ମାେ ଖଡ୍ଗ ରେ ସମର୍ପିତ ହାଇେଅଛନ୍ତି। ତେଣୁ ତୁମ୍ଭେ ଆପଣା ଛାତି ରେ ଆଘାତ କରି ତୁମ୍ଭର ଦୁଃଖ ପ୍ରକାଶ କର।
Isaiah 15:2
ରାଜ ପରିବାର ଓ ଦୀବୋନର ଲୋକମାନେ ପୂଜା ସ୍ଥଳୀକୁ ରୋଦନ କରିବାକୁ ୟାଇଛନ୍ତି। ମାୟୋବର ଲୋକମାନେ ନବେୋ ଓ ମଦବୋ ପାଇଁ କାନ୍ଦୁଛନ୍ତି। ସମାନଙ୍କେର ଦୁଃଖ ଭାବ ଜଣାଇବା ପାଇଁ ମସ୍ତକ ଲଣ୍ଡା, କରିଛନ୍ତି ଓ ଦାଢ଼ି କାଟିଅଛନ୍ତି।
Revelation 18:10
ସହେି ରାଜାମାନେ ଯେତବେେଳେ ତାହାର ୟନ୍ତ୍ରଣା ଦେଖିବେ, ସେତବେେଳେ ସମାନେେ ଭୟ କରିବେ ଏବଂ ତା'ଠାରୁ ବହୁତ ଦୂର ରେ ରହିବେ। ସମାନେେ କହିବେ :
James 5:1
ଧନୀ ଲୋକେ ! ଶୁଣ ! କ୍ରନ୍ଦନ କର ଓ ଅତି ଦୁଃଖିତ ହୁଅ। କାରଣ ଅତ୍ଯଧିକ କ୍ଲେଶ ତୁମ୍ଭ ଉପରେ ମାଡ଼ି ଆସୁଛି।
Zechariah 11:2
ତୁମ୍ଭେ ଦବଦୋରୁ ଜୀତୀଯ ବୃକ୍ଷ ଶୋକ କର କାରଣ ଦବଦୋରୁ ପଡିୟାଇଛି। ଶକ୍ତିଶାଳୀମାନେ ଧ୍ବଂସ ହାଇେଛନ୍ତି। ଶୋକ କର, ହେ ବାଶନର ଆଲୋନ୍ ବୃକ୍ଷ ସହେି ଦୁର୍ଗମ ବନ କଟାଗଲା।
Zephaniah 1:11
ସହରର ନିମ୍ନ ଅଂଶ ରେ ବାସ କରୁଥିବା ତୁମ୍ଭ ଲୋକମାନେ ଚିତ୍କାର କରିବେ। କାରଣ ସମସ୍ତ ବ୍ଯବସାଯୀ ଓ ଧନୀ ବଣିକମାନେ ଧ୍ବଂସ ହାଇଯେିବେ।
Jeremiah 47:2
ସଦାପ୍ରଭୁ କହନ୍ତି, ଦେଖ, ଉତ୍ତର ଦିଗରୁ ଶତ୍ରୁସୈନ୍ଯ କୂଳ ଲଙ୍ଘନ କରି ନଦୀକୂଳ ଉଚ୍ଛୁଳିଲା ପରି ଆସୁଅଛି, ତାହା ପ୍ଲାବନକାରୀ ବନ୍ଯା ସଦୃଶ ସମଗ୍ର ଦେଶ, ତନ୍ମଧ୍ଯସ୍ଥ ସମସ୍ତ ବସ୍ତ୍ର, ନଗର ଓ ତନ୍ନିବାସୀମାନଙ୍କୁ ଜଳମଗ୍ନ କରିବ। ତହିଁରେ ଲୋକମାନେ କ୍ରନ୍ଦନ କରିବେ ଓ ସାହାୟ୍ଯ ପାଇଁ ହାହାକାର କରିବେ।
Jeremiah 4:8
ତେଣୁ ତୁମ୍ଭମାନେେ ଚଟବସ୍ତ୍ର ପରିଧାନ କରି ବିଳାପ ଓ ହାହାକାର କର। କାରଣ ସଦାପ୍ରଭୁଙ୍କର ପ୍ରଚଣ୍ଡ କୋରଧ ଆମ୍ଭମାନଙ୍କ ଉପ ରେ ରହିଅଛି।
Isaiah 65:14
ଆମ୍ଭର ଦାସମାନେ ଆନନ୍ଦ ରେ ଗାନ କରିବେ କାରଣ ସମାନଙ୍କେ ହୃଦଯ ସୁଖ ରେ ପରିପୂର୍ଣ୍ଣ । ମାତ୍ର ତୁମ୍ଭେ ମନ୍ଦାଚାରୀଗଣ ହୃଦଯର ଦୁଃଖ ନିମିତ୍ତ ବିଳାପ କରିବ। ଆଉ ମଧ୍ଯ ଆତ୍ମାର ବିରକ୍ତିଭାବ ଯୋଗୁଁ ହାହାକାର କରିବ।
Isaiah 23:6
ହେ ଜାହାଜଗଣ, ତୁମ୍ଭମାନେେ ତର୍ଶୀଶକୁ ଫରେିୟାଅ। ହେ ଦ୍ବୀପ ନିବାସୀମାନେ, ତୁମ୍ଭମାନେେ ହାହାକାର କର।
Isaiah 23:1
ସୋର ବିଷଯ ରେ ଏକ ଦୁଃଖ ବାର୍ତ୍ତା : ହେ ତର୍ଶୀଶର ଜାହାଜ ସକଳ, ତୁମ୍ଭମାନେେ ହାହାକାର କର। କାରଣ ତୁମ୍ଭର ପୋତାଶ୍ରଯ ସମ୍ପୂର୍ଣ୍ଣ ନଷ୍ଟ ହାଇୟୋଇଛି। କିତ୍ତୀମ ଦେଶରୁ ଆସୁଥିବା ଲୋକମାନଙ୍କ ପ୍ରତି ଏହି ବାର୍ତ୍ତା ଥିଲା।
Isaiah 16:7
ଏହି ଅହଙ୍କାର ୟୋଗୁଁ ସମସ୍ତ ମାୟୋବ କଷ୍ଟ ଭୋଗିବ। ମାୟୋବର ସମସ୍ତ ଲୋକ କ୍ରନ୍ଦନ କରିବେ। ସମାନେେ ଦୁଃଖିତ ହବେେ। ଅତୀତ ରେ ତାଙ୍କର ଯାହା ଥିଲା ସଗେୁଡ଼ିକୁ ସେ ଇଚ୍ଛା କରିବେ। ସମାନେେ ହରେସତରର ଶୁଷ୍କ କିସମିସର ପିଠା ପାଇଁ ଇଚ୍ଛା କରିବେ।
Isaiah 14:31
ନଗରର ଦ୍ବାର ଦେଶର ଲୋକ ଓ ନଗରସ୍ଥ ଲୋକ ହାହାକାର କର। ପଲେଷ୍ଟୀୟର ସମସ୍ତ ଲୋକ ଭୟଭୀତ ହବେ। ମହମ ସଦୃଶ ତୁମ୍ଭର ସାହସ ତରଳି ୟିବ। ଉତ୍ତର ଦିଗକୁ ଚାହଁ, ଉତ୍ତରରୁ ଧୂମ ଆସୁଛି। ଅଶୂରର ସୈନ୍ଯ ଆସୁଛନ୍ତି। ସମାନଙ୍କେ ମଧିଅରେ ସମସ୍ତ ସୈନ୍ଯ ଶକ୍ତିଶାଳୀ।