Galatians 1:7 in Oriya

Oriya Oriya Bible Galatians Galatians 1 Galatians 1:7

Galatians 1:7
ପ୍ରକୃତ ରେ ଆଉ ଅନ୍ୟ କୌଣସି ସୁସମାଚାର ନାହିଁ। କିନ୍ତୁ କେତକେ ଲୋକ ତୁମ୍ଭମାନଙ୍କୁ ବିଭ୍ରାନ୍ତ କରାଇ ଖ୍ରୀଷ୍ଟଙ୍କ ସୁସମାଚାରକୁ ପରିବର୍ତ୍ତନ କରିବା ପାଇଁ ଚେଷ୍ଟା କରୁଛନ୍ତି।

Galatians 1:6Galatians 1Galatians 1:8

Galatians 1:7 in Other Translations

King James Version (KJV)
Which is not another; but there be some that trouble you, and would pervert the gospel of Christ.

American Standard Version (ASV)
which is not another `gospel' only there are some that trouble you, and would pervert the gospel of Christ.

Bible in Basic English (BBE)
Which is not another sort: only there are some who give you trouble, desiring to make changes in the good news of Christ.

Darby English Bible (DBY)
which is not another [one]; but there are some that trouble you, and desire to pervert the glad tidings of the Christ.

World English Bible (WEB)
and there isn't another gospel. Only there are some who trouble you, and want to pervert the Gospel of Christ.

Young's Literal Translation (YLT)
that is not another, except there be certain who are troubling you, and wishing to pervert the good news of the Christ;

Which
hooh
is
οὐκoukook
not
ἔστινestinA-steen
another;
ἄλλοalloAL-loh

εἰeiee
but
μήmay
there
be
τινέςtinestee-NASE
some
εἰσινeisinees-een
that
οἱhoioo
trouble
ταράσσοντεςtarassontesta-RAHS-sone-tase
you,
ὑμᾶςhymasyoo-MAHS
and
καὶkaikay
would
θέλοντεςthelontesTHAY-lone-tase
pervert
μεταστρέψαιmetastrepsaimay-ta-STRAY-psay
the
τὸtotoh
gospel
εὐαγγέλιονeuangelionave-ang-GAY-lee-one
of

τοῦtoutoo
Christ.
Χριστοῦchristouhree-STOO

Cross Reference

Acts 15:24
ଆମ୍ଭେ ଶୁଣିଲୁ ଯେ ଆମ୍ଭ ଭିତରୁ କେତକେ ଲୋକ ଆମ୍ଭଠାରୁ ଆଦେଶ ନପାଇ ତୁମ୍ଭମାନଙ୍କୁ ସମାନଙ୍କେ କଥା ଦ୍ବାରା ଅସୁବିଧା ରେ ପକାଇଛନ୍ତି ଓ ତୁମ୍ଭମାନଙ୍କୁ ବ୍ଯତିବ୍ଯସ୍ତ କରୁଛନ୍ତି।

Galatians 5:10
ପ୍ରଭୁଙ୍କଠା ରେ ମାରେ ବିଶ୍ବାସ ଅଛି ଯେ, ତୁମ୍ଭମାନେେ ଏହିଭଳି ଭିନ୍ନ ମତାମତକୁ ବିଶ୍ବାସ କରିବ ନାହିଁ। ଯେଉଁ ଲୋକ ତୁମ୍ଭମାନଙ୍କୁ ବିଚଳିତ କରୁଛି, ସେ ୟିଏ ହେଉ ନା କାହିଁକି ଦଣ୍ଡ ପାଇବ।

2 Corinthians 11:13
ସମାନେେ ସବୁବେଳେ ଦେଖଇବାକୁ ଚେଷ୍ଟା କରନ୍ତି ଯେ, ଯେଉଁ କାରଣ ପାଇଁ ଆମ୍ଭେ ଗର୍ବ କରୁଛୁ, ସମାନେେ ମଧ୍ଯ ସେଥିପାଇଁ ଗର୍ବ କରନ୍ତି। ସମାନେେ ଭଣ୍ଡ ପ୍ ରରେିତ। ସମାନେେ ପ୍ରତାରକ। ଲୋକେ ଯେପରି ସମାନଙ୍କେୁ ଖ୍ରୀଷ୍ଟଙ୍କର ପ୍ ରରେିତ ବୋଲି ଭାବିବେ, ଏଥିପାଇଁ ସମାନେେ ନିଜର ବେଶ ବଦଳାଇଥାନ୍ତି।

Galatians 5:12
ମୁଁ କାମନା କରେ ଯେ, ଯେଉଁମାନେ ତୁମ୍ଭମାନଙ୍କୁ ଉତ୍ତଜେିତ କରୁଛନ୍ତି, ସମାନେେ ନିଜର ସୁନ୍ନତ କରିବା ସହିତ ଚକ୍ଷୁକୁ ଇନ୍ଦ୍ରିୟହୀନ କରୁ ନାହାଁନ୍ତି କାହିଁକି ?

2 Corinthians 2:17
ଅନକେ ଯେପରି କରନ୍ତି, ସପରେି ଆମ୍ଭେ ନିଜ ଲାଭ ପାଇଁ ପରମେଶ୍ବରଙ୍କ ବାକ୍ଯ ବିକ୍ରୀ କରୁ ନାହୁଁ, କିନ୍ତୁ ଆମ୍ଭମାନେେ ପରମେଶ୍ବରଙ୍କ ସାକ୍ଷାତ ରେ ଖ୍ରୀଷ୍ଟଙ୍କଠା ରେ ଥାଇ ସତ୍ଯ କହୁ। ପରମେଶ୍ବରଙ୍କ ପ୍ ରରେିତ ଲୋକ ଭଳି କଥା କହୁ।

Romans 16:17
ଭାଇ ଓ ଭଉଣୀମାନେ! ମୁଁ ତିମ୍ଭମାନଙ୍କୁ କହିବାକୁ ଇଛାକରେ ଯେ, ଯେଉଁ ଲୋକମାନେ ତୁମ୍ଭ ଭିତ ରେ ଦଳଭଦେ ଓ ବିଘ୍ନ ଆଣିବା ପାଇଁ ଚେଷ୍ଟା କରୁଛନ୍ତି, ସମାନଙ୍କେ ଠାରୁ ସତର୍କ ରୁହ। ଲୋକମାନଙ୍କର ବିଶ୍ବାସକୁ ଭାଗିଂବା ପାଇଁ ଚେଷ୍ଟା କରୁଥିବା ଲୋକମାନଙ୍କ ଠାରୁ ସତର୍କ ରୁହ। ଏଭଳି ଲୋକେ ତୁମ୍ଭେ ଗ୍ରହଣ କରିଥିବା ପ୍ରକୃତ ଶିକ୍ଷା ବିରୁଦ୍ଧ ରେ ଥାଆନ୍ତି।

Revelation 20:3
ସେ ତାହାକୁ ଗଭୀରତମ ଗହ୍ବର ରେ ଫୋପାଡ଼ି ଦେଲେ ଓ ତାହାକୁ ବନ୍ଦ କରି ଦେଲେ। ଦୂତ ସହେି ଗହ୍ବରକୁ ବନ୍ଦ କରି ମୁଦ୍ରା ବସାଇଲେ, ଯେପରି ସେ ହଜାରବର୍ଷ ପୂର୍ଣ୍ଣ ହବୋପର୍ୟ୍ଯନ୍ତ ଲୋକମାନଙ୍କୁ ଭ୍ରାନ୍ତ କରିପାରିବ ନାହିଁ। ଏକ ହଜାର ବର୍ଷ ପରେ ତାହାକୁ ଖୁବ୍ ଅଳ୍ପ ସମୟ ପାଇଁ ମୁକ୍ତ କରାୟିବ।

Acts 15:1
କେତକେ ଲୋକ ୟିହୂଦାରୁ ଆନ୍ତିୟଖିଆକୁ ଆସିଲେ। ସମାନେେ ଭାଇମାନଙ୍କୁ ଏହି ଶିକ୍ଷା ଦେଲେ, ତୁମ୍ଭମାନେେ ଯଦି ମାଶାଙ୍କେର ବ୍ଯବସ୍ଥା ଅନୁସାରେ ସୁନ୍ନତ ନହୁଅ, ତବେେ ତୁମ୍ଭମାନେେ ପରିତ୍ରାଣ ପାଇପାରିବ ନାହିଁ।

Revelation 2:2
ମୁଁ ତୁମ୍ଭର କାର୍ୟ୍ଯ ଜାଣେ, ତୁମ୍ଭେ ଯେ କଠିନ ପରିଶ୍ରମ କର ଓ ଅସୀମ ର୍ଧୈୟ୍ଯଧରି ରଖିଥାଅ। ତୁମ୍ଭେ ଯେ ମନ୍ଦ ଲୋକଙ୍କୁ ଗ୍ରହଣ କର ନାହିଁ, ଏହା ମଧ୍ଯ ମୁଁ ଜାଣେ। ଯେଉଁମାନେ ପ୍ରକୃତ ରେ ପ୍ ରରେିତ ନ ହେଲେ ହେଁ ନିଜକୁ ପ୍ ରରେିତ ବୋଲି କହନ୍ତି ; ସମାନଙ୍କେୁ ତୁମ୍ଭେ ପରୀକ୍ଷା କରିଛ ଏବଂ ସମାନେେ ଯେ ମିଥ୍ଯାବାଦୀ ଅଟନ୍ତି, ଏହା ତୁମ୍ଭେ ଚିହ୍ନି ପାରିଛ।

Jude 1:4
କେତକେ ଲୋକମାନେ ଗୁପ୍ତ ଭାବରେ ତୁମ୍ଭ ଦଳ ରେ ପ୍ରବେଶ କରିଛନ୍ତି। ସମାନେେ ସମାନଙ୍କେର କାର୍ୟ୍ଯ ପାଇଁ ଦୋଷୀ ବିବଚେିତ ହାଇେ ସାରିଲଣେି। ଭବିଷ୍ଯଦ୍ ବକ୍ତାମାନେ ବହୁତ ଆଗରୁ ଏହି ଲୋକମାନଙ୍କ ବିଷୟ ରେ ଲେଖିଥିଲେ। ଏହି ଲୋକମାନେ ପରମେଶ୍ବରଙ୍କର ବିରୋଧୀ। ସମାନେେ ପାପପୂର୍ଣ୍ଣ କାର୍ୟ୍ଯ କରିବା ପାଇଁ ଆମ୍ଭ ପରମେଶ୍ବରଙ୍କର ଅନୁଗ୍ରହକୁ ଅପବ୍ଯବହାର କରୁଛନ୍ତି। ଏହି ଲୋକମାନେ ଆମ୍ଭର କର୍ତ୍ତା ଓ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କୁ ଗ୍ରହଣ କରୁ ନାହାନ୍ତି।

2 John 1:10
ଯଦି ତୁମ୍ଭ ପାଖକୁ କହେି ଆ ସେ କିନ୍ତୁ ଏହି ଶିକ୍ଷା ନ ଦିଏ, ତବେେ ତାହାକୁ ଗୃହ ରେ ସ୍ବାଗତ ଓ ଗ୍ରହଣ କର ନାହିଁ।

Matthew 24:24
ଭଣ୍ଡ ଖ୍ରୀଷ୍ଟମାନେ ଓ ଭଣ୍ଡ ଭବିଷ୍ଯଦ୍ବକ୍ତାମାନେ ବାହାରିବେ। ସମାନେେ ବହୁତ ବଡ଼ ବଡ଼ ଆଶ୍ଚର୍ୟ୍ଯଜନକ କାମ କରିବେ ଓ ଚ଼ମତ୍କାର ପ୍ରତର୍ଶନ କରିବେ। ଯଦି ସମ୍ଭବ ହୁଏ, ତବେେ ପରମେଶ୍ବରଙ୍କ ଦ୍ବାରା ମନୋନୀତ ଲୋକମାନଙ୍କୁ ମଧ୍ଯ ସମାନେେ ବୋକା ବନଇେ ଦବୋକୁ ଚେଷ୍ଟା କରିବେ।

Revelation 2:6
ତୁମ୍ଭେ କେତକେ ଉତ୍ତମ କାର୍ୟ୍ଯ କରୁଛି। ତୁମ୍ଭେ ନିକଲାୟତୀୟମାନଙ୍କର କାର୍ୟ୍ଯ କଳାପକୁ ଘୃଣା କର। ମୁଁ ମଧ୍ଯ ସମାନଙ୍କେର କାର୍ୟ୍ଯକୁ ଘୃଣା କରେ।

Revelation 2:14
ତଥାପି ମାରେ ତୁମ୍ଭ ବିରୁଦ୍ଧ ରେ କିଛି କହିବାକୁ ଅଛି : ତୁମ୍ଭ ଦଳ ଭିତରୁ କେତକେ ଲୋକ ବିଲିଯାମର ଶିକ୍ଷା ଅନୁସରଣ କରୁଛନ୍ତି। ଏହି ବିଲିଯାମ ବାଲାକ ପ୍ରତିମାକୁ ଅର୍ପିତ ହାଇେଥିବା ଖାଦ୍ୟ ଖାଇବା ପାଇଁ ଓ ୟୌନଗତ ପାପ କରି ଇଶ୍ରାୟେଲର ଲୋକମାନଙ୍କୁ ପାପ କରିବା ପାଇଁ ଶିଖାଇଥିଲା।

Revelation 2:20
କିନ୍ତୁ ମାରେତୁମ୍ଭ ବିରୁଦ୍ଧ ରେ ଏହି କଥା ଅଛି : ତୁମ୍ଭେ ସହେି ୟିଜବଲେ ନାମଧାରିଣୀ ମହିଳାକୁ ତା'ର ଇଚ୍ଛାନୁସା ରେ କାର୍ୟ୍ଯ କରିବାକୁ ଦେଉଛ। ସେ ନିଜକୁ ଭବିଷ୍ଯଦ୍ ବକ୍ତ୍ରୀ ବୋଲି କ ହେ। ସେ ତା'ର ଶିକ୍ଷା ଦ୍ବାରା ମାରେ ଲୋକମାନଙ୍କୁ ଭୁଲାଉଅଛି। ସେ ମାରେ ଦାସମାନଙ୍କୁ ବ୍ଯଭିଚାର ପାପ କରିବାକୁ ଓ ପ୍ରତିମାକୁ ଦିଆଯାଉଥିବା ଖାଦ୍ୟ ଖାଇବାକୁ ଶିକ୍ଷା ଦେଉଛି।

Revelation 12:9
ବିଶାଳ ସାପକୁ ସ୍ବର୍ଗରୁ ପୃଥିବୀ ରେ ନିକ୍ଷପେ କରାଗଲା। ( ସହେି ବିଶାଳ ସାପ ହେଉଛି ସହେି ଅତୀତର ପୁରୁଣା ସାପ, ଯାହାକୁ ଶୟତାନ କୁହାୟାଏ। ସେ ପୃଥିବୀ ବାସୀଙ୍କୁ ଭୁଲ ରାସ୍ତା ରେ ନିଏ। ସାପକୁ ତା'ର ଦୂତମାନଙ୍କ ସହିତ ସଦଳବଳ ରେ ପୃଥିବୀ ରେ ନିକ୍ଷପେ କରାଗଲା।

Revelation 13:14
ଦ୍ବିତୀୟ ପଶୁ ପୃଥିବୀର ଲୋକଙ୍କୁ ବୋକା ବନାଏ। ଆଶ୍ଚର୍ୟ୍ଯ କାର୍ୟ୍ଯ ଦଖାେଏ। ସେ ଯେଉଁ କ୍ଷମତା ପାଇଥିଲା, ତା ସହିତ ସେ ପ୍ରଥମ ପଶୁକୁ ରକ୍ଷା କରିବା ପାଇଁ ଏହି ସବୁ ଆଶ୍ଚର୍ୟ୍ଯକର୍ମମାନ କଲେ। ଦ୍ବିତୀୟ ପଶୁ ପ୍ରଥମ ପଶୁକୁ ସମ୍ମାନ ଦବୋ ପାଇଁ ପୃଥିବୀର ଲୋକମାନଙ୍କୁ ଗୋଟିଏ ମୂର୍ତ୍ତି ତିଆରି କରିବା ପାଇଁ ଆଦେଶ ଦଲୋ। ଏହି ପଶୁ ଖଣ୍ଡା ରେ ଆଘାତ ପାଇ ସୁଦ୍ଧା ମରି ନ ଥିଲା।

Revelation 19:20
କିନ୍ତୁ ସହେି ପଶୁ ବନ୍ଦୀ ହେଲା ଏବଂ ଭଣ୍ଡ ଭବିଷ୍ଯଦ୍ ବକ୍ତା ମଧ୍ଯ ବନ୍ଦୀ ହେଲା। ଏହି ଭଣ୍ଡ ଭବିଷ୍ଯଦ୍ ବକ୍ତା ସହେି ପଶୁ ପାଇଁ ବହୁତ ଆଶ୍ଚର୍ୟ୍ଯଜନକ କାର୍ୟ୍ଯ କରିଥିଲା। ଏହି ପଶୁ, ୟିଏ କି ପଶୁର ଚିହ୍ନ ଧାରଣ କରିଥିବା ଓ ତାହାର ପ୍ରତିମାକୁ ପୂଜା କରିଥିବା ଲୋକମାନଙ୍କୁ ଭ୍ରାନ୍ତ କରିଥିଲା, ସେ ବନ୍ଦୀ ହେଲା। ସହେି ଭଣ୍ଡ ଭବିଷ୍ଯଦ୍ ବକ୍ତା ଓ ପଶୁଙ୍କୁ ଗନ୍ଧକ ଜଳୁଥିବା ଅଗ୍ନିପୂର୍ଣ୍ଣ ହ୍ରଦ ରେ ଜୀବନ୍ତ ଫିଙ୍ଗି ଦିଆଗଲା।

2 John 1:7
ଏ ଜଗତ ରେ ବର୍ତ୍ତମାନ ଅନକେ ଭଣ୍ଡ ଶିକ୍ଷକ ବାହାରିଲଣେି। ଯୀଶୁଖ୍ରୀଷ୍ଟ ଏହି ଜଗତକୁ ଆସିଛନ୍ତି, ଏହା ସମାନେେ ଅସ୍ବୀକାର କରନ୍ତି। ଏହି ସତ୍ଯକୁ ଅସ୍ବୀକାର କରୁଥିବା ପ୍ରେତ୍ୟକକ ବ୍ଯକ୍ତି ଜଣେ ଜଣେ ଭଣ୍ଡ ଶିକ୍ଷକ ଓ ଖ୍ରୀଷ୍ଟଙ୍କର ଶତ୍ରୁ।

Jeremiah 23:26
ଯେଉଁ ଭବିଷ୍ଯଦବକ୍ତାମାନଙ୍କ ହୃଦଯ ମିଥ୍ଯା ଭାବନା ରେ ପରିପୂର୍ଣ୍ଣ ଓ ଯେଉଁମାନେ ମିଥ୍ଯା ଭବିଷ୍ଯଦବାକ୍ଯ ପ୍ରଚାର କରନ୍ତି, ସମାନେେ କେତକୋଳ ଏହା ଚାଲୁ ରଖିବେ ?

Acts 13:10
ତୁମ୍ଭେ ସବୁ ପ୍ରକାର ମନ୍ଦ କାର୍ୟ୍ଯ ଓ ମିଥ୍ଯା ରେ ପରିପୂର୍ଣ୍ଣ ଅଟ। ତୁମ୍ଭେ ସର୍ବଦା ପ୍ରଭୁଙ୍କ ସତ୍ଯକୁ ମିଥ୍ଯା ରେ ପରିଣତ କରିବାକୁ ଚେ଼ଷ୍ଟା କରିଥାଅ।

Acts 20:30
ଏପରିକି ତୁମ୍ଭମାନଙ୍କ ଭିତରୁ ମଧ୍ଯ କେତଜେଣ ଲୋକ ବାହାରିବେ ଓ ଭୁଲ କଥା ଉପଦେଶ ଦଇେ ଶିଷ୍ଯମାନଙ୍କୁ ନିଜ ଆଡ଼କୁ ଆକର୍ଷିତ କରିବେ।

2 Corinthians 4:2
ଆମ୍ଭେ ଲଜ୍ଜାପୂର୍ଣ୍ଣ ଓ ଗୁପ୍ତ କାର୍ୟ୍ଯଗୁଡ଼ିକୁ ଛାଡ଼ି ଦଇେଛୁ। ଆମ୍ଭେ କପଟ କରୁ ନାହୁଁ, ପରମେଶ୍ବରଙ୍କ ବାକ୍ଯ ରେ ପରିବର୍ତ୍ତନ କରୁ ନାହୁଁ, ବରଂ ଆମ୍ଭେ ସତ୍ଯକୁ ସରଳ ଭାବରେ ପ୍ରକାଶ କରୁଛୁ। ଏହାଦ୍ବାରା ଲୋକମାନଙ୍କଠା ରେ ଆମ୍ଭେ ନିଜର ବ୍ଯକ୍ତିତ୍ବ ପ୍ରତିପାଦନ କରୁଛୁ, ଯାହା ଦ୍ବାରା ସମସ୍ତେ ନିଜ ହୃଦୟ ରେ ଜାଣି ପାରିବେ ଯେ, ପରମେଶ୍ବରଙ୍କ ସମ୍ମୁଖ ରେ ଆମ୍ଭମାନେେ ସତ୍ଯ ବାକ୍ଯ ପ୍ରଚାର କରୁଅଛୁ।

Galatians 2:4
ଆମ୍ଲଭ ଏହି ସମସ୍ଯା ବିଷୟସର କଥାବାର୍ତ୍ତାସହବାକୁ ଆବଶ୍ଯକ ମଲନ କରୁଥିଲୁ। କାରଣ ଆମ୍ଭ ଦଳ ଭିତରକୁସକଲତକ ଭଣ୍ତ ଭାଇ ଲୁଚିଛପି ପଶି ଆସିଥିଲଲ, ଓ ଯୀଶୁଖ୍ରୀଷ୍ଟଙ୍କଠାସର ଥିବା ଆମ୍ଭର ସ୍ବାଧୀନତା ଉପଲର ଗୋଇନ୍ଦାଗିରି କରି ଆମ୍ଭକୁ ଦାସ କରି ରଖିବାକୁସଚଷ୍ଟା କରୁଥିଲଲ।

Galatians 4:17
ଭଣ୍ଡ ଶିକ୍ଷକମାନେ ତୁମ୍ଭମାନଙ୍କୁ ବହୁତ ଶ୍ରଦ୍ଧା ଦଖାେଉଛନ୍ତି, ମାତ୍ର ତାହା ଠିକ୍ ଉଦ୍ଦେଶ୍ଯ ରେ ନୁହେଁ। କାରଣ, ତାହାଦ୍ବାରା ସମାନେେ ତୁମ୍ଭମାନଙ୍କୁ ନିୟନ୍ତ୍ରଣ କରି ଆମ୍ଭଠାରୁ ଦୂ ରଇେ ନବୋକୁ ଇଚ୍ଛା କରନ୍ତି ଓ ସମାନଙ୍କେ ଛଡ଼ା ଆଉ କାହାକୁ ଅନୁସରଣ ନ କରିବା ପାଇଁ ପ୍ରବର୍ତ୍ତାଉଛନ୍ତି।

Galatians 6:12
କେତକେ ଲୋକ ତୁମ୍ଭମାନଙ୍କୁ ସୁନ୍ନତ ହବୋ ପାଇଁ ବାଧ୍ଯ କରୁଛନ୍ତି। ଯିହୂଦୀମାନେ ଯେପରି ସମାନଙ୍କେୁ ଗ୍ରହଣ କରିପାରନ୍ତି, ସେଥିପାଇଁ ଏହା କରୁଛନ୍ତି। ଖ୍ରୀଷ୍ଟଙ୍କ କ୍ରୁଶ ପାଇଁ କାଳେ ସମାନଙ୍କେୁ ନିର୍ୟ୍ଯାତନା ସହିବାକୁ ହବେ, ସେଥିପାଇଁ ସମାନେେ ଭୟ କରୁଛନ୍ତି।

Galatians 6:17
ଅତଏବ ମାେତେ ଅଧିକ କଷ୍ଟ ଦିଅ ନାହିଁ। ମାେ ଶରୀର ରେ ପୂର୍ବରୁ କ୍ଷତ ଚିହ୍ନମାନ ଅଛି। ମୁଁ ଯେ ଯୀଶୁଖ୍ରୀଷ୍ଟଙ୍କର ଅଟେ, ତାହା ଏହି କ୍ଷତଚିହ୍ନଗୁଡ଼ିକ ପ୍ରମାଣିତ କରନ୍ତି।

1 Timothy 4:1
ପବିତ୍ର ଆତ୍ମା ସ୍ପଷ୍ଟ ଭାବରେ କୁହନ୍ତି ଯେ ପରବର୍ତ୍ତୀ କାଳ ରେ କେତେ ଲୋକ ସତ୍ଯ ବିଶ୍ବାସକୁ ପରିତ୍ଯାଗ କରିବେ। ସମାନେେ ସମାନଙ୍କେୁ ପ୍ରତାରଣା କରୁଥିବା ଦୁଷ୍ଟାତ୍ମାମାନଙ୍କ ଉପଦେଶଗୁଡ଼ିକୁ ମାନିବେ।

2 Timothy 2:18
ସମାନେେ ସତ୍ ଶିକ୍ଷା ତ୍ଯାଗ କରିଛନ୍ତି। ସମାନେେ କୁହନ୍ତି ଯେ ମୃତ୍ଯୁରୁ ସମସ୍ତଙ୍କ ଉଠି ଆସିବା ଘଟଣା ଘଟିସାରିଛି। ସହେି ଦୁଇଜଣ ଲୋକ କିଛି ଲୋକଙ୍କର ବିଶ୍ବାସ ନଷ୍ଟ କରୁଛନ୍ତି। କିନ୍ତୁ ପରମେଶ୍ବରଙ୍କ ଦୃଢ଼ ମୂଳଦୁଆ ସହେିଭଳି ରହିଛି।

2 Timothy 3:8
ସମାନେେ ମାଶାଙ୍କେୁ ବି ରୋଧ କରିଥିଲେ। ସହେିଭଳି ଏହି ଲୋକମାନେ ମଧ୍ଯ ସତ୍ଯର ବିରୋଧ କରନ୍ତି, ସମାନଙ୍କେର ମନ ବିପଥଗାମୀ। ଈଶ୍ବର ବିଶ୍ବାସର ଅନୁସରଣ କରିବା ରେ ଏମାନେ ବିଫଳ ହାଇେଛନ୍ତି।

2 Timothy 4:3
ସମୟ ଆସୁଛି, ଯେତବେେଳେ ଲୋକେ ସତ୍ ଶିକ୍ଷା ଶୁଣିବେ ନାହିଁ। କିନ୍ତୁ ଲୋକେ ଅଧିକରୁ ଅଧିକ ନଜ ମନପସନ୍ଦ ଶିକ୍ଷା ସମାନଙ୍କେଠାରୁ ସଂଗ୍ରହ କରିବେ, ଯେଉଁମାନେ ସମାନଙ୍କେୁ ସନ୍ତୁଷ୍ଟ କଲାଭଳି କଥା କହିବେ।

Titus 1:10
ଅନକେ ଲୋକ ଏପରି ଅଛନ୍ତି, ଯେଉଁମାନେ ମାନିବାକୁ ମନା କରନ୍ତି, ଅବାନ୍ତର କଥାମାନ କୁହନ୍ତି ଓ ଅନ୍ୟ ଲୋକମାନଙ୍କୁ ଭୁଲ ବାଟରେ ପରିଚାଳିତ କରନ୍ତି। ମୁଁ ବିଶଷେ ଭାବରେ ସେ ଲୋକମାନଙ୍କ ବିଷୟ ରେ କହୁଛି, ଯେଉଁମାନେ ସମସ୍ତ ଅଣଯିହୂଦୀମାନଙ୍କୁ ସୁନ୍ନତ ହବୋପାଇଁ କହନ୍ତି।

2 Peter 2:1
ଅତୀତକାଳ ରେ ପରମେଶ୍ବରଙ୍କ ଲୋକମାନଙ୍କ ମଧିଅରେ ମିଥ୍ଯା ଭବିଷ୍ଯଦ୍ ବକ୍ତା ଥିଲେ। ଏବେ ମଧ୍ଯ ସହଭେଳି ଅଛନ୍ତି। ତୁମ୍ଭ ଦଳ ରେ କେତେ ଜଣ ଭଣ୍ଡ ଶିକ୍ଷକ ରହିବେ। ସମାନେେ ଏପରି ଭୁଲ ଶିକ୍ଷା ଦବେେ ଯେ, ଲୋକେ ନିଜକୁ ହଜାଇ ଦବେେ। ସମାନେେ ଏଭଳି ଭାବରେ ଶିକ୍ଷା ଦବେେ ଯେ ସମାନେେ ଯେ ଭୁଲ କରୁଛନ୍ତି, ତାହା ତୁମ୍ଭେ ଜାଣିବା କଠିନ ହବେ। ସମାନେେ ମୁକ୍ତିଦାତା ଯୀଶୁଙ୍କୁ ଗ୍ରହଣ କରିବାକୁ ମଧ୍ଯ ମନା କରିବେ। ସେପ୍ରକା ରେ ସମାନେେ ନିଜକୁ ଶୀଘ୍ର ନଷ୍ଟ କରି ଦବେେ।

1 John 2:18
ପିଲାମାନେ ! ବର୍ତ୍ତମାନ ଶଷେକାଳ ଆସି ପହଞ୍ଚିଲାଣି। ତୁମ୍ଭେ ଯେପରି ଶୁଣିଥିଲ, ଖ୍ରୀଷ୍ଟଙ୍କ ଶତ୍ରୁ ଆସୁଛନ୍ତି, ଏବେ ସହେିପରି ଅନକେ ସଂଖ୍ଯା ରେ ଖ୍ରୀଷ୍ଟ ବିରୋଧୀମାନେ ଦଖାେ ଦେଲଣେି। ଏଥିରୁ ଆମ୍ଭେ ଜାଣି ପାରୁଛୁ ଯେ, ପ୍ରକୃତ ରେ ଶଷେ କାଳ ଆସି ପହଞ୍ଚିଛି।

1 John 2:26
ଯେଉଁମାନେ ତୁମ୍ଭମାନଙ୍କୁ ଭୁଲ ପଥରେ କଢ଼ାଇ ନବୋକୁ ଚେଷ୍ଟା କରୁଛନ୍ତି, ସମାନଙ୍କେ ବିଷୟ ରେ ମୁଁ ତୁମ୍ଭମାନଙ୍କୁ ଏହି କଥା ଲେଖୁଛି।

1 John 4:1
ପ୍ରିୟ ବନ୍ଧୁମାନେ, ଏ ଜଗତର ଚାରିଆଡ଼େ ବହୁତ ଭଣ୍ଡ ଭାବବାନୀ ବର୍ତ୍ତମାନ ଅଛନ୍ତି। ତେଣୁ ପ୍ରେତ୍ୟକକ ଆତ୍ମାକୁ ବିଶ୍ବାସ କର ନାହିଁ, ବରଂ ସମାନେେ ପରମେଶ୍ବରଙ୍କଠାରୁ ଆଗତ କି ନା, ଏହା ପରୀକ୍ଷା କରି ଦେଖ।