Galatians 6:5
ପ୍ରେତ୍ୟକକ ଲୋକ ନିଜ ନିଜର ଦାଯିତ୍ବ ବହନ କରିବା ଉଚିତ୍।
Galatians 6:5 in Other Translations
King James Version (KJV)
For every man shall bear his own burden.
American Standard Version (ASV)
For each man shall bear his own burden.
Bible in Basic English (BBE)
Because every man is responsible for his part of the work.
Darby English Bible (DBY)
For each shall bear his own burden.
World English Bible (WEB)
For each man will bear his own burden.
Young's Literal Translation (YLT)
for each one his own burden shall bear.
| For | ἕκαστος | hekastos | AKE-ah-stose |
| every man | γὰρ | gar | gahr |
| shall bear | τὸ | to | toh |
| ἴδιον | idion | EE-thee-one | |
| his own | φορτίον | phortion | fore-TEE-one |
| burden. | βαστάσει | bastasei | va-STA-see |
Cross Reference
Romans 14:10
ଅତଏବ, ତୁମ୍ଭେ ନିଜ ଭାଇଙ୍କୁ ବିଗ୍ଭର କର ନାହିଁ। ନିଜକୁ ନିଜ ଭାଇଠାରୁ ଅଧିକ ଭଲ ବୋଲି ଭାବ ନାହିଁ। ଆମ୍ଭେ ସମସ୍ତେ ନ୍ଯାୟବିଚ୍ଭାର ପାଇଁ ପରମେଶ୍ବରଙ୍କ ଆଗ ରେ ଠିଆ ହବୋ, ଓ ସେ ଆମ୍ଭର ବିଚ୍ବାର କରିବେ।
Jeremiah 32:19
ତୁମ୍ଭର ମନ୍ତ୍ରଣା ଓ କ୍ରିଯା ମହାନ୍। ତୁମ୍ଭେ ପ୍ରେତ୍ୟକକଙ୍କର କାର୍ୟ୍ଯକଳାପ ଲକ୍ଷ୍ଯ କର। ତୁମ୍ଭେ କ୍ରିଯାନୁସା ରେ ସମୁଚିତ ଫଳ ସମାନଙ୍କେୁ ପ୍ରଦାନ କର। ସୁକର୍ମ କରୁଥିବା ବ୍ଯକ୍ତି ପୁରସ୍କୃତ ଓ ଅଧର୍ମ କରୁଥିବା ବ୍ଯକ୍ତି ଦଣ୍ଡିତ ହୁଏ।
1 Corinthians 3:8
ଅତଏବ ଗଛ ଲଗାଇଥିବା ଲୋକ ଓ ତାକୁ ପାଣି ଦଇେଥିବା ଲୋକ, ଦୁହିଁଙ୍କର ଉଦ୍ଦେଶ୍ଯ ସମାନ ଓ ଦୁ ହେଁ ତାହାଙ୍କର କାମ ଲାଗି ପ୍ରତିଫଳ ପାଇବେ।
Revelation 22:12
ଶୁଣ ! ଆମ୍ଭେ ଶୀଘ୍ର ଆସୁଛୁ, ଆମ୍ଭେ ସାଙ୍ଗ ରେ ପୁରସ୍କାର ନଇେ ଆସିବା। ଆମ୍ଭେ ପ୍ରେତ୍ୟକକ ବ୍ଯକ୍ତିକୁ ତା'ର କର୍ମ ଅନୁସାରେ ପ୍ରତିଦାନ ଦବୋ।
Revelation 20:12
ମୁଁ ବଡ଼ଠାରୁ ସାନ ପର୍ୟ୍ଯନ୍ତ ମୃତବ୍ଯକ୍ତିଙ୍କୁ ସିଂହାସନ ସାମନା ରେ ଠିଆ ହବୋର ଦେଖିଲି। ଜୀବନ ପୁସ୍ତକ ଖାେଲାଥିଲା। ସଠାେରେ ଅନ୍ୟ ପୁସ୍ତକଗୁଡ଼ିକ ମଧ୍ଯ ଖାେଲାଥିଲା। ମୃତ ଲୋକମାନଙ୍କର ନିଜନିଜ କର୍ମ ଅନୁସାରେ ବିଚାର ହେଲା। ସହେି ପୁସ୍ତକଗୁଡ଼ିକରେ ଏସବୁ ବିଷୟ ଲଖାଯାେଇଥିଲା।
Revelation 2:23
ମୁଁ ତା'ର ସନ୍ତାନମାନଙ୍କୁ ମଧ୍ଯ ମହାମାରୀ ଦ୍ବାରା ବଧ କରିବି। ସେତବେେଳେ ସମସ୍ତ ମଣ୍ଡଳୀବର୍ଗ ଜାଣିବେ ଯେ, ମୁଁ, ଲୋକମାନଙ୍କର ଭାବନା ଓ ବିଚାରଗୁଡ଼ିକ ଜାଣେ ଓ ତାହାର ପରୀକ୍ଷା କରେ। ମୁଁ ତୁମ୍ଭ ପ୍ରେତ୍ୟକକଙ୍କୁ ତୁମ୍ଭର କର୍ମ ଅନୁସାରେ ଫଳ ଦବେି।
2 Corinthians 5:10
ଆମ୍ଭେ ସମସ୍ତେ ବିଚାରିତ ହବୋ ନିମନ୍ତେ ଖ୍ରୀଷ୍ଟଙ୍କର ନ୍ଯାଯାସନ ଆଗ ରେ ଅବଶ୍ଯ ଠିଆ ହବେୁ। ଆମ୍ଭମାନଙ୍କ ଭିତରୁ ପ୍ରେତ୍ୟକକ, ଏହି ପାର୍ଥିବ ଶରୀର ଧାରଣ କରିଥିଲା ବେଳେ ଯାହା କିଛି ଭଲ ବା ମନ୍ଦ କରିଛୁ, ତା'ପାଇଁ ପ୍ରତିଦାନ ପାଇବ।
1 Corinthians 4:5
ଅତଏବ, ଠିକ୍ ସମୟ ନ ଆସିବା ପର୍ୟ୍ଯନ୍ତ ଅର୍ଥାତ୍ ପୁନରାଗମନ ପର୍ୟ୍ଯନ୍ତ, କୌଣସି କଥାର ବିଚାର କରିବା ଅନୁଚିତ। ସେ ଅନ୍ଧକାର ରେ ରହିଥିବା ବିଷୟ ଗୁଡ଼ିକୁ ଲୋକମାନଙ୍କ ସମ୍ମୁଖକୁ ଆଣିବେ। ସେ ମଣିଷର ହୃଦୟ ଭିତ ରେ ଥିବା ଗୁପ୍ତ ଉଦ୍ଦେଶ୍ଯ ଗୁଡ଼ିକୁ ପ୍ରକାଶ କରିବେ। ସେତବେେଳେ ପରମେଶ୍ବର ପ୍ରେତ୍ୟକକଙ୍କୁ ଯାହାର ପ୍ରାପ୍ଯ ପ୍ରଶଂସା ତାହା ପ୍ରଦାନ କରିବେ।
Romans 2:6
ପରମେଶ୍ବର ପ୍ରେତ୍ୟକକ ଲୋକକୁ ନିଜ ନିଜର କର୍ମ ଅନୁସାରେ ପୁରସ୍କାର ବା ଦଣ୍ଡ ଦବେେ।
Matthew 16:27
ମନୁଷ୍ଯପୁତ୍ର ନିଜର ପିତାଙ୍କ ମହିମା ସହିତ ତାହାଙ୍କର ସ୍ବର୍ଗଦୂତମାନଙ୍କ ସଙ୍ଗେ ଆସିବେ। ସେ ସମୟରେ ମନୁଷ୍ଯପୁତ୍ର ପ୍ରେତ୍ୟକକ ଲୋକକୁ ତାର କର୍ମ ଅନୁସାରେ ଫଳ ଦବେେ।
Ezekiel 18:4
ଆଉ ସମସ୍ତଙ୍କର ଜୀବନ ମାରେ ଅଟେ। ପିତାର ପ୍ରାଣ ଯେପରି ପୁତ୍ରର ପ୍ରାଣ ମଧ୍ଯ ସପରେି। ଏବଂ ଯେଉଁ ବ୍ଯକ୍ତି ପାପ କରେ ସେ ମରିବ।
Jeremiah 17:10
ମାତ୍ର ଆମ୍ଭେ ସଦାପ୍ରଭୁ, ପ୍ରେତ୍ୟକକ ମନୁଷ୍ଯକୁ ତା'ର କର୍ମ ଅନୁସାରେ ଫଳ ଦେଉ। ଆମ୍ଭେ ତାହାର ଅନ୍ତଃକରଣ ଅନୁସନ୍ଧାନ କରୁ ଓ ତାହାର ମର୍ମ ପରୀକ୍ଷା କରୁ।
Isaiah 3:10
ଉତ୍ତମ ଲୋକମାନଙ୍କୁ କୁହ, ସମାନେେ ଉତ୍ତମଫଳ ଭୋଗ କରିବେ। ସମାନେେ ସମାନଙ୍କେର ସୁକର୍ମ ଯୋଗୁଁ ପୁରସ୍କୃତ ହବେେ।