Isaiah 59:15
ତେଣୁ ସତ୍ଯତାର ଅଭାବ ହାଇେଅଛି ଓ ଯେ ଦୁଷ୍କର୍ମ ତ୍ଯାଗ କଲେ ସେ ଲୁଣ୍ଠିତ ହୁଏ। ପୁଣି ସଦାପ୍ରଭୁ ଏହା ଦେଖିଲେ ଓ ନ୍ଯାଯବିଚାର ନ ଥିବାରୁ ଅସନ୍ତୁଷ୍ଟ ହେଲେ।
Isaiah 59:15 in Other Translations
King James Version (KJV)
Yea, truth faileth; and he that departeth from evil maketh himself a prey: and the LORD saw it, and it displeased him that there was no judgment.
American Standard Version (ASV)
Yea, truth is lacking; and he that departeth from evil maketh himself a prey. And Jehovah saw it, and it displeased him that there was no justice.
Bible in Basic English (BBE)
Yes, faith is gone; and he whose heart is turned from evil comes into the power of the cruel: and the Lord saw it, and he was angry that there was no one to take up their cause.
Darby English Bible (DBY)
And truth faileth; and he that departeth from evil maketh himself a prey. And Jehovah saw [it], and it was evil in his sight that there was no judgment.
World English Bible (WEB)
Yes, truth is lacking; and he who departs from evil makes himself a prey. Yahweh saw it, and it displeased him who there was no justice.
Young's Literal Translation (YLT)
And the truth is lacking, And whoso is turning aside from evil, Is making himself a spoil. And Jehovah seeth, and it is evil in His eyes, That there is no judgment.
| Yea, truth | וַתְּהִ֤י | wattĕhî | va-teh-HEE |
| faileth; | הָֽאֱמֶת֙ | hāʾĕmet | ha-ay-MET |
| נֶעְדֶּ֔רֶת | neʿderet | neh-DEH-ret | |
| departeth that he and | וְסָ֥ר | wĕsār | veh-SAHR |
| from evil | מֵרָ֖ע | mērāʿ | may-RA |
| maketh himself a prey: | מִשְׁתּוֹלֵ֑ל | mištôlēl | meesh-toh-LALE |
| Lord the and | וַיַּ֧רְא | wayyar | va-YAHR |
| saw | יְהוָ֛ה | yĕhwâ | yeh-VA |
| it, and it displeased | וַיֵּ֥רַע | wayyēraʿ | va-YAY-ra |
| בְּעֵינָ֖יו | bĕʿênāyw | beh-ay-NAV | |
| him that | כִּֽי | kî | kee |
| there was no | אֵ֥ין | ʾên | ane |
| judgment. | מִשְׁפָּֽט׃ | mišpāṭ | meesh-PAHT |
Cross Reference
Genesis 38:10
ଏଥି ରେ ସଦାପ୍ରଭୁ କ୍ରୋଧିତ ହେଲେ ଓ ଓନନକୁ ମାରି ଦେଲେ।
Habakkuk 1:13
ତୁମ୍ଭର ଚକ୍ଷୁଗୁଡିକ ଏତେ ଶୁଦ୍ଧ ଯେ, ତୁମ୍ଭେ ଦୁଷ୍କର୍ମ ଦେଖିପାରିବ ନାହିଁ। ଲୋକମାନେ ଦୁଷ୍କର୍ମ କରୁଥିବାର ଦେଖି ତୁମ୍ଭେ ସହ୍ଯ କରିପାରିବ ନାହିଁ। ତେଣୁ କିପରି ସହେି ମନ୍ଦ ଲୋକମାନେ ଜଯ କରିବାର ତୁମ୍ଭେ ଦେଖିପାରିବ? କାହିଁକି ତୁମ୍ଭେ ପ୍ରତିକ୍ରିଯା କରୁନାହଁ, ଯେତବେେଳେ ଦୁଷ୍ଟ ଲୋକମାନେ ଧାର୍ମିକ ଲୋକମାନଙ୍କୁ ପରାସ୍ତ କରିବାର ଦେଖୁଛ?
Mark 3:21
ଯୀଶୁଙ୍କ ପରିବାରର ଲୋକେ ଏସବୁ ଶୁଣିଲେ। ସମାନେେ ଯୀଶୁଙ୍କୁ ଆଣିବାକୁ ଗଲେ। କାରଣ ଲୋକେ କୁହାକୁହି ହେଉଥିଲେ ଯେ, ଯୀଶୁଙ୍କ ମତିଭ୍ରମ ହେଲାଣି।
John 8:52
ଯିହୂଦୀମାନେ ଯୀଶୁଙ୍କୁ କହିଲେ, ଆମ୍ଭେ ବର୍ତ୍ତମାନ ଜାଣିଲୁ ଯେ, ତୁମ୍ଭ ଭିତ ରେ ଗୋଟିଏ ଭୂତ ଅଛି। ଏପରିକି ଅବ୍ରାହାମ ମରିଥିଲେ ଓ ଭବିଷ୍ଯଦ୍ବକ୍ତାମାନେ ମଧ୍ଯ ମରିଥିଲେ। କିନ୍ତୁ ତୁମ୍ଭେ କହୁଛ, 'ମାେ ଉପଦେଶ ମାନିବା ଲୋକ କଦାପି ମରିବ ନାହିଁ।'
John 10:20
ସମାନଙ୍କେ ମଧ୍ଯରୁ ଅନକେ ଯିହୂଦୀ କହିଲେ, ଜଣେ ଭୂତ ତା ଭିତରକୁ ଆସିଛି ଓ ତାହାଙ୍କୁ ପାଗଳ କରିଦଇେଛି। ଏ ଭଳି ଲୋକର କଥା ଶୁଣି ଲାଭ ନାହିଁ।
Acts 9:1
ଶାଉଲ ୟିରୂଶାଲମ ରେ ପ୍ରଭୁଙ୍କ ଅନୁସରଣକାରୀମାନଙ୍କ ବିରୁଦ୍ଧ ରେ ହତ୍ଯାର ଭୟ ଦଖାଇବୋ ପାଇଁ ଚେ଼ଷ୍ଟା କଲେ।
Acts 9:23
ଅନକେ ଦିନ ବିତିଗଲା ପରେ ଯିହୂଦୀମାନେ ଶାଉଲଙ୍କୁ ମାରିଦବୋ ପାଇଁ ଷଡ଼ୟନ୍ତ୍ର କଲେ।
Acts 26:24
ପାଉଲ ଆତ୍ମରକ୍ଷା ପାଇଁ ଏହି ସବୁ କଥା କହିଲା ବେଳେ, ଫେଷ୍ଟ ଖୁବ୍ ଜାରେ ରେ କହିଲେ, ପାଉଲ, ତୁମ୍ଭେ ପାଗଳା ବହୁତ ପଢ଼ିବା କାରଣରୁ ତୁମ୍ଭେ ପାଗଳ ହାଇଯୋଇଛ।
Romans 8:36
ଶାସ୍ତ୍ର ରେ ଏହିପରି ଲଖାେ ଅଛି:
2 Corinthians 5:13
ଆମ୍ଭେ ଯଦି ପାଗଳ, ତାହା ପରମେଶ୍ବରଙ୍କ ପାଇଁ।
Hebrews 11:36
କେତେ ଲୋକ ହାସ୍ଯର ପାତ୍ର ହେଲେ ଓ କୋରଡ଼ା ଆଘାତ ପାଇଲେ। ଅନ୍ୟମାନେ ବନ୍ଧା ହେଲେ, ଓ ବନ୍ଦୀଘ ରେ ରଖା ଗଲେ।
Micah 7:2
ମୁଁ ବୁଝୁଛି, ଦେଶରୁ ସମସ୍ତ ବିଶ୍ବସ୍ତ ଓ ଉତ୍ତମ ଲୋକ ଗ୍ଭଲି ୟାଇଛନ୍ତି। ପ୍ରେତ୍ୟକକ ଅନ୍ୟକୁ ମାରିବାକୁ ଅପେକ୍ଷା କରି ରହିଛନ୍ତି। ପ୍ରେତ୍ୟକକ ନିଜର ଭାଇକୁ ମଧ୍ଯ ଜାଲ ରେ ପକାଇବାକୁ ଚେଷ୍ଟା କରୁଛନ୍ତି।
Hosea 9:7
ଭବିଷ୍ଯଦ୍ବକ୍ତା କହନ୍ତି, ଇଶ୍ରାୟେଲ ଏହି ନୀତିଗୁଡିକ ଶିକ୍ଷାକର। ଦଣ୍ତ ପାଇବା ସମୟ ଆସିୟାଇଛି। ତୁମ୍ଭେ ଯେଉଁ ମନ୍ଦ କାର୍ୟ୍ଯ କରିଥିଲ ତା'ର ଫଳ ପାଇବା ସମୟ ଆସି ୟାଇଛି। କିନ୍ତୁ ଇଶ୍ରାୟେଲର ଲୋକେ କହନ୍ତି, ଭବିଷ୍ଯଦ୍ବକ୍ତା ଜଣେ ନିର୍ ବୋଧ। ପରମେଶ୍ବରଙ୍କ ଆତ୍ମା ସହିତ ଏହି ବ୍ଯକ୍ତି ପାଗଳ। ଭବିଷ୍ଯଦ୍ବକ୍ତା କହନ୍ତି, ତୁମ୍ଭମାନେେ ତୁମ୍ଭମାନଙ୍କ ଜଘନ୍ଯ ପାପ ଲାଗି ଦଣ୍ତିତ ହବେ। ତୁମ୍ଭମାନଙ୍କ ଘୃଣା ଭାବ ଯୋଗୁଁ ଦଣ୍ତିତ ହବେ।
2 Samuel 11:27
ଶୋକ କରିବାର ସମୟ ଗତ ହବୋପରେ ଦାଉଦ ଲୋକ ପଠାଇ ବତ୍ଶବୋକକ୍ସ୍ଟ ନିଜ ଗୃହକକ୍ସ୍ଟ ଡକାଇଲେ। ତା'ପରେ ସେ ଦାଉଦଙ୍କର ସ୍ତ୍ରୀ ହାଇେ ରହିଲେ ଓ ସେ ଦାଉଦ ପାଇଁ ଏକ ପକ୍ସ୍ଟତ୍ରକକ୍ସ୍ଟ ଜନ୍ମ ଦଲୋ। ମାତ୍ର ଦାଉଦ ଏପରି ଯେଉଁ କାର୍ୟ୍ଯ କଲେ, ସେଥି ରେ ସଦାପ୍ରଭୁ ସନ୍ତକ୍ସ୍ଟଷ୍ଟ ହେଲେ ନାହିଁ।
2 Kings 9:11
ଅନନ୍ତର ଯହେୂ ଯେତବେେଳେ ତାଙ୍କର ପ୍ରଭୁର ରାଜା ଅଧିକାରୀମାନଙ୍କ ନିକଟକୁ ଫରେିଲେ। ସମାନଙ୍କେ ମଧ୍ଯରୁ ଜଣେ ଯହେୂଙ୍କୁ ପଚାରିଲେ, ସବୁ ମଙ୍ଗଳ ତ? ସହେି ପାଗଳ ଲୋକ କାହିଁକି ତୁମ୍ଭକୁ ମିଶିବାକୁ ଆସିଲା? ଯହେୂ ସବେକକୁ କହିଲେ, ସେ ଲୋକକୁ ଓ ତା'ର ବାତୁଳ ସବୁ ତୁମ୍ଭେ ଜାଣ, ସେ କହନ୍ତି।
2 Chronicles 21:7
କିନ୍ତୁ ସଦାପ୍ରଭୁ ଦାଉଦଙ୍କ ସହିତ କରିଥିବା ଚୁକ୍ତି ହତେୁ ଦାଉଦଙ୍କ ଗୃହକୁ ଧ୍ବଂସ କଲେ ନାହିଁ। ସଦାପ୍ରଭୁ ପ୍ରତିଜ୍ଞା କରିଥିଲେ ଯେ, ସେ ଦାଉଦ ଓ ତାଙ୍କର ସନ୍ତାନମାନଙ୍କ ନିମନ୍ତେ ଚିରକାଳ ଏକ ପ୍ରଦୀପ ଜ୍ବଳାଇ ରଖିବେ।
Psalm 5:9
ସହେି ଲୋକମାନେ କବେେ ସତ୍ଯ କଥା କହନ୍ତି ନାହିଁ। ସମାନେେ ସବୁ ମିଥ୍ଯାବାଦୀ, ସତ୍ଯକୁ ଗୋପନ ରଖନ୍ତି। ସମାନଙ୍କେର ପାଟି ଏକ କବର ସ୍ବରୂପ। ସମାନେେ ଅନାବୃତ ମଧୁର କଥା କହି ଲୋକଙ୍କୁ ବିପଥଗାମୀ କରନ୍ତି ଓ ସମାନଙ୍କେ ଉଦ୍ଦେଶ୍ଯ ହେଲା ଅନ୍ୟ ଲୋକଙ୍କୁ ଫାନ୍ଦରେ ପକାଇବା।
Psalm 12:1
ହେ ସଦାପ୍ରଭୁ, ମାେତେ ଉଦ୍ଧାର କର, କାରଣ ଧାର୍ମିକ ଲୋକମାନେ ଲୋପ ପାଉଅଛନ୍ତି। ଏ ପୃଥିବୀରେ ତୁମ୍ଭର ପରମ ଅନୁରକ୍ତ ବିଶ୍ବାସୀ ଲୋକର ହ୍ରାସ ହେଉଛି।
Isaiah 48:1
ସଦାପ୍ରଭୁ କୁହନ୍ତି, ହେ ଯାକୁବର ପରିବାର, ଯିହୁଦାର କଟିରୁ ଜନ୍ମ, ଇଶ୍ରାୟେଲ ପରି ଖ୍ଯାତ, ଦୟାକରି ମାେ କଥା ଶୁଣ। ତୁମ୍ଭମାନେେ ସଦାପ୍ରଭୁଙ୍କ ନାମ ରେ ଶପଥ କରୁଅଛ ଓ ଇଶ୍ରାୟେଲ ପରମେଶ୍ବରଙ୍କ ପ୍ରଶଂସା ଗାନ କରୁଅଛ। କିନ୍ତୁ ତୁମ୍ଭମାନେେ ଏହି କାର୍ୟ୍ଯ ସତ୍ଯ ଓ ଧାର୍ମିକତା ରେ କରୁ ନାହିଁ।'
Jeremiah 5:1
ସଦାପ୍ରଭୁ କହନ୍ତି, ତୁମ୍ଭମାନେେ ୟିରୁଶାଲମର ସବୁ ସଡ଼କରେ ବୁଲି ଦେଖ, ଚାରିଆଡ଼କୁ ଚାହିଁ ବୁଝ। ତହିଁର ଛକସ୍ଥାନ ସବୁ ଖାଜେ। ଯଦି ତୁମ୍ଭମାନେେ ଜଣେ ନ୍ଯାଯପରାଯଣ ଓ ସତ୍ଯାନୁସରଣକାରୀକୁ ପାଇବ, ତବେେ ଆମ୍ଭେ ସେ ନଗରକୁ କ୍ଷମା କରିବା।
Jeremiah 7:28
ତେଣୁ ତୁମ୍ଭେ ସମାନଙ୍କେୁ କହିବ, ସମାନେେ ହେଉଛନ୍ତି ଏକ ଗୋଷ୍ଠୀ ଯେଉଁମାନେ କି ସଦାପ୍ରଭୁ, ଆପଣା ପରମେଶ୍ବରଙ୍କ କଥାପ୍ରତି ଅବଧାନ କରନ୍ତି ନାହିଁ। ସମାନେେ ପରମେଶ୍ବରଙ୍କ ଶିକ୍ଷା ଗ୍ରହଣ କରନ୍ତି ନାହିଁ। ବିଶ୍ବସନୀଯତା ଉଭଇେ ୟାଇଛି। ଏହା ସମାନଙ୍କେ ମୁଖରୁ ଅଦୃଶ୍ଯ ହାଇେ ୟାଇଛି।
Jeremiah 29:26
ତୁମ୍ଭେ ଏହି ପତ୍ର ରେ ଉଲ୍ଲେଖ କଲ ଯେ, ସଦାପ୍ରଭୁ ତୁମ୍ଭକୁ ମନ୍ଦିରର ରକ୍ଷା କରିଥିଲେ, 'ଯିହାୟୋଦାରଦା ଯାଜକ ବଦଳ ରେ ତୁମ୍ଭକୁ ସଦାପ୍ରଭୁ ଯାଜକ କରିଛନ୍ତି। ଯଦି କହେି ବାତୁଳ ହାଇେ ନିଜକୁ ଭବିଷ୍ଯଦବକ୍ତା ବୋଲି କ ହେ, ତବେେ ତୁମ୍ଭେ ତାକୁ ବଡ଼ ହରିକାଠ ରେ ଏକ ବଡ଼େି ରେ ବାନ୍ଧି ରଖିବ।
Hosea 4:1
ଇଶ୍ରାୟେଲର ଲୋକମାନେ ସଦାପ୍ରଭୁଙ୍କର ବାର୍ତ୍ତା ଶୁଣ। ଏହି ରାଜ୍ଯର ଲୋକମାନଙ୍କ ବିରୁଦ୍ଧ ରେ ସଦାପ୍ରଭୁ ତାଙ୍କର ଆରୋପ ଦର୍ଶାଇବେ। ଏହି ଦେଶର ଲୋକମାନେ ପ୍ରକୃତ ରେ ପରମେଶ୍ବରଙ୍କୁ ଜାଣନ୍ତି ନାହିଁ। ଏହି ଲୋକମାନେ ପ୍ରକୃତ ରେ ପରମେଶ୍ବରଙ୍କ ପ୍ରତି ସତ୍ ଓ ବିଶ୍ବସ୍ତ ନୁହଁନ୍ତି।
1 John 3:11
ତୁମ୍ଭମାନେେ ଆରମ୍ଭରୁ ଏହି ଶିକ୍ଷା ଶୁଣିଛ, ଆମ୍ଭର ପରସ୍ପରକୁ ନିଶ୍ଚୟ ପ୍ ରମେ କରିବା ଉଚିତ।