Jeremiah 33:2
ୟିଏ ଏହି ପୃଥିବୀର ସୃଷ୍ଟିକର୍ତ୍ତା ଏବଂ ସେ ଏହାକୁ ସୁସ୍ଥିର କରିବା ନିମନ୍ତେ ନିରୂପଣ କରିଛନ୍ତି। ସଦାପ୍ରଭୁ ତାଙ୍କର ନାମ। ସହେି ସଦାପ୍ରଭୁ ଏହା କହନ୍ତି।
Jeremiah 33:2 in Other Translations
King James Version (KJV)
Thus saith the LORD the maker thereof, the LORD that formed it, to establish it; the LORD is his name;
American Standard Version (ASV)
Thus saith Jehovah that doeth it, Jehovah that formeth it to establish it; Jehovah is his name:
Bible in Basic English (BBE)
These are the words of the Lord, who is doing it, the Lord who is forming it, to make it certain; the Lord is his name;
Darby English Bible (DBY)
Thus saith Jehovah the doer of it, Jehovah that formeth it to establish it, Jehovah is his name:
World English Bible (WEB)
Thus says Yahweh who does it, Yahweh who forms it to establish it; Yahweh is his name:
Young's Literal Translation (YLT)
Thus said Jehovah its maker, Jehovah its former, at establishing it, Jehovah `is' His name:
| Thus | כֹּֽה | kō | koh |
| saith | אָמַ֥ר | ʾāmar | ah-MAHR |
| the Lord | יְהוָ֖ה | yĕhwâ | yeh-VA |
| maker the | עֹשָׂ֑הּ | ʿōśāh | oh-SA |
| thereof, the Lord | יְהוָ֗ה | yĕhwâ | yeh-VA |
| formed that | יוֹצֵ֥ר | yôṣēr | yoh-TSARE |
| it, to establish | אוֹתָ֛הּ | ʾôtāh | oh-TA |
| Lord the it; | לַהֲכִינָ֖הּ | lahăkînāh | la-huh-hee-NA |
| is his name; | יְהוָ֥ה | yĕhwâ | yeh-VA |
| שְׁמֽוֹ׃ | šĕmô | sheh-MOH |
Cross Reference
Exodus 15:3
ସଦାପ୍ରଭୁ ୟୁଦ୍ଧବୀର, ସଦାପ୍ରଭୁ ତାଙ୍କର ନାମ।
Exodus 6:3
ଆମ୍ଭେ ସଦାପ୍ରଭୁ, ଆମ୍ଭେ ଅବ୍ରହାମ, ଇସ୍ହାକ ଓ ଯାକୁବକୁ ଦର୍ଶନ ଦଇେଥିଲୁ। ସମାନେେ ଆମ୍ଭଙ୍କୁ ସର୍ବଶକ୍ତିମାନ ପରମେଶ୍ବର ବୋଲି କହିଥିଲେ। ସମାନେେ ଆମ୍ଭର ନାମ ସଦାପ୍ରଭୁ ବୋଲି ଜାଣି ନଥିଲେ।
Isaiah 37:26
ଏସବୁ ତୁମ୍ଭେ ସିନା କହିଲ, ମାତ୍ର ତୁମ୍ଭେ କ'ଣ ଶୁଣି ନାହଁ, ବହୁକାଳ ପୂର୍ବରୁ ଏହା ନିରୂପଣ ଓ ସ୍ଥିର କରିଅଛୁ ? ତୁମ୍ଭେ ପ୍ରାଚୀର ବେଷ୍ଟିତ ନଗରଗୁଡ଼ିକୁ ଧ୍ବଂସ କରି ଢ଼ିପି କରିବ, ଏହା ଆମ୍ଭେ ଏବେ ସଫଳ କରିଅଛୁଁ।
Revelation 21:10
ସେ ଦୂତ ମାେତେ ଆତ୍ମା ଦ୍ବାରା ଗୋଟିଏ ବହୁତ ବଡ଼ ଓ ଉଚ୍ଚ ପର୍ବତକୁ ନଇଗେଲେ। ସେ ମାେତେ ପବିତ୍ର ନଗରୀ ୟିରୁଶାଲମ ଦଖାଇେଲେ। ମୁଁ ସହେି ନଗରୀକୁ ପରମେଶ୍ବରଙ୍କ ପାଖରୁ ସ୍ବର୍ଗରୁ ଆସିବାର ଦେଖିଲି।
Revelation 21:2
ତା'ପରେ ମୁଁ ପରମେଶ୍ବରଙ୍କଠାରୁ ସ୍ବର୍ଗରୁ ପବିତ୍ର ନଗରୀ ତଳକୁ ଆସିବାର ଦେଖିଲି। ଏହି ପବିତ୍ର ନଗରୀ ନୂତନ ୟିରୁଶାଲମ ଅଟେ। ବର ପାଇଁ କନ୍ଯା ଯେପରି ସୁସଜ୍ଜିତା ହାଇେଥାଏ, ଠିକ୍ ସହେିପରି ଏହା ପ୍ରସ୍ତୁତ ଥିଲା।
Hebrews 11:16
କିନ୍ତୁ ବାସ୍ତବିକ ସମାନେେ ଗୋଟିଏ ଅପେକ୍ଷାକୃତ ଭଲ ଦେଶ ପାଇଁ ଅପେକ୍ଷା କରୁେଥିଳେ, ଯାହାକି ଗୋଟିଏ ସ୍ବର୍ଗୀୟ ଦେଶ। ତେଣୁ ପରମେଶ୍ବର ସଙ୍କତେ କଲେ ନାହିଁ, ସମାନଙ୍କେର ପରମେଶ୍ବର ଭାବରେ ପରିଚିତ ହବୋ ପାଇଁ। ସହେି ଲୋକମାନଙ୍କ ଲାଗି ପରମେଶ୍ବର ଗୋଟିଏ ନଗର ତିଆରି କରି ରଖିଅଛନ୍ତି।
Hebrews 11:10
ପରମେଶ୍ବରଙ୍କଠାରୁ ସହେି ପ୍ରତିଜ୍ଞା ପାଇଥିଲେ।। ଅବ୍ରହାମ ସୁଦୃଢ଼ ମୂଳଦୁଆ ଥିବା ନଗରୀ320 ର ଅପେକ୍ଷା ରେ ଥିଲେ। ପରମେଶ୍ବର ସ୍ବଯଂ ସହେି ନଗରୀଟିର ଯୋଜନା ଓ ନିର୍ମାଣ କରିଥିଲେ।
Amos 9:6
ସଦାପ୍ରଭୁ ଆକାଶର ଉର୍ଦ୍ଧ ରେ ତାଙ୍କର ପ୍ରାସାଦ ନିର୍ମାଣ କରିଛନ୍ତି। ସେ ପୃଥିବୀ ଉପ ରେ ଗୋଦାମ ଘର ନିର୍ମାଣ କରିଛନ୍ତି। ସେ ସମୁଦ୍ରକୁ ଡାକନ୍ତି ଏବଂ ପାଣି ପୃଥିବୀ ଉପ ରେ ଢାଳନ୍ତି। ତାଙ୍କର ନାମ ୟିହୋବାଃ
Amos 5:8
ସେ ମଧ୍ଯ ଦିନକୁ ରାତ୍ରି ରେ ପରିଣତ କଲେ। ସେ ସାଗର ଜଳକୁ ଆହ୍ବାନ କରନ୍ତି ଓ ପୃଥିବୀ ଉପ ରେ ଢାଳନ୍ତି।
Jeremiah 32:18
ତୁମ୍ଭେ ସହସ୍ର ସହସ୍ର ଲୋକମାନଙ୍କ ପ୍ରତି ଦୟା ପ୍ରକାଶ କରୁଅଛ। ପୁଣି ପିତୃଗଣଙ୍କ ଅପରାଧର ପ୍ରତିଫଳ ସମାନଙ୍କେ ପିଲାମାନଙ୍କ ଉପ ରେ ଦେଉଅଛ। ତୁମ୍ଭେ ମହାନ୍ ପରାକ୍ରାନ୍ତ ପରମେଶ୍ବର, ସୈନ୍ଯାଧିପତି ସଦାପ୍ରଭୁ ତୁମ୍ଭର ନାମ।
Jeremiah 10:16
ମାତ୍ର ଯାକୁବଙ୍କର ପରମେଶ୍ବର ସମାନଙ୍କେ ପରି ନୁହଁନ୍ତି। କାରଣ ସେ ସମସ୍ତ ବସ୍ତୁର ନିର୍ମାଣକର୍ତ୍ତା ଓ ଇଶ୍ରାୟେଲର ଲୋକମାନେ ତାଙ୍କର ନିଜର ବୋଲି ଦାବୀ କରନ୍ତି। ପରମେଶ୍ବରଙ୍କ ନାମ ସୈନ୍ଯାଧିପତି ସଦାପ୍ରଭୁ।
Isaiah 62:7
ହେ ସଦାପ୍ରଭୁଙ୍କ ସ୍ମରଣକାରୀ ଲୋକମାନେ, କ୍ଷାନ୍ତ ହୁଅ ନାହିଁ, ଯେ ପର୍ୟ୍ଯନ୍ତ ସଦାପ୍ରଭୁ ଶାନ୍ତି ପ୍ରତିଷ୍ଠା କରନ୍ତି ଏବଂ ଏହାର ପ୍ରଶଂସା ବିଚାର ଚକ୍ଷୁ ରେ ଅନୁକୂଳ ସର୍ବୋଚ୍ଚ ସ୍ଥିତ ହବୋ ପର୍ୟ୍ଯନ୍ତ ୟିରୁଶାଲମ ରେ ଆନନ୍ଦ ଉଠାଅ।
Isaiah 43:21
ସହେି ଲୋକମାନଙ୍କୁ ଆମ୍ଭର ପ୍ରଶଂସାଗାନ କରିବାକୁ ଆମ୍ଭେ ସୃଷ୍ଟି କରିଅଛୁ।
Isaiah 43:1
ହେ ଯାକୁବ, ଯେଉଁ ସଦାପ୍ରଭୁ ତୁମ୍ଭକୁ ସୃଷ୍ଟି କଲେ, ହେ ଇଶ୍ରାୟେଲ, ଯେଉଁ ସଦାପ୍ରଭୁ ତୁମ୍ଭକୁ ନିର୍ମାଣ କଲେ, ସହେି ସଦାପ୍ରଭୁ ଏହି କଥା କୁହନ୍ତି, ଭୟ କର ନାହିଁ, କାରଣ ଆମ୍ଭେ ତୁମ୍ଭକୁ ମୁକ୍ତ କରିଅଛୁ। ଆମ୍ଭେ ତୁମ୍ଭର ନାମଧରି ଆହ୍ବାନ କରୁଅଛୁ, ତୁମ୍ଭେ ଆମ୍ଭର।
Isaiah 14:32
ସହେି ସୈନ୍ଯବାହିନୀ ସମାନଙ୍କେର ଦେଶକୁ ଦୂତ ପ୍ ରରଣେ କରିବେ। ସହେି ଲୋକମନଙ୍କୁ ଦୂତ କି ବାର୍ତ୍ତା ଦବେେ ? ସମାନେେ ଘାଷେଣା କରିବେ, ପଲ୍ଷ୍ଟେୀଯ ପରାଜିତ ହେଲା। ମାତ୍ର ସଦାପ୍ରଭୁ ସିୟୋନକୁ ଶକ୍ତିଶାଳୀ କଲେ ଏବଂ ତାଙ୍କର ଦରିଦ୍ର ଲୋକମାନେ ନିରାପତ୍ତା ପାଇଁ ସଠାେକୁ ଗଲେ।
Psalm 102:16
ସଦାପ୍ରଭୁ ସିଯୋନକୁ ପୁନରାଯ ତଆରି କରିବେ। ଲୋକମାନେ ତାଙ୍କର ମହିମା ପୁନରାଯ ଦେଖିବେ।
Psalm 87:5
ସମାନଙ୍କେ ମଧ୍ଯରୁ କେତକେ ପଲେଷ୍ଟୀୟରେ, ସୋରରେ ଓ ଇଥିଓପିଆରେ ବାସ କରନ୍ତି।
Exodus 3:14
ଏହାପରେ ପରମେଶ୍ବର ମାଶାଙ୍କେୁ କହିଲେ, ସମାନଙ୍କେୁ କୁହ, 'ଆମ୍ଭେ ଯେ ଅଛୁଁ, ସେ ଅଛୁଁ,' ଇଶ୍ରାୟେଲର ଲୋକମାନଙ୍କୁ କୁହ ଯେ, 'ସ୍ବଯମ୍ଭୁ' ମାେତେ ତୁମ୍ଭମାନଙ୍କ ନିକଟକୁ ପଠାଇଛନ୍ତି।