Job 33:17 in Oriya

Oriya Oriya Bible Job Job 33 Job 33:17

Job 33:17
ପରମେଶ୍ବର ଲୋକଙ୍କୁ ମନ୍ଦ କାର୍ୟ୍ଯରୁ ନିବୃତ କରାଇବାକୁ ଚତାବେନୀ ଶୁଣାନ୍ତି ଏବଂ ଲୋକମାନଙ୍କୁ ଗର୍ବ କରିବାରୁ ବନ୍ଦ କରନ୍ତି।

Job 33:16Job 33Job 33:18

Job 33:17 in Other Translations

King James Version (KJV)
That he may withdraw man from his purpose, and hide pride from man.

American Standard Version (ASV)
That he may withdraw man `from his' purpose, And hide pride from man;

Bible in Basic English (BBE)
In order that man may be turned from his evil works, and that pride may be taken away from him;

Darby English Bible (DBY)
That he may withdraw man [from his] work, and hide pride from man.

Webster's Bible (WBT)
That he may withdraw man from his purpose, and hide pride from man.

World English Bible (WEB)
That he may withdraw man from his purpose, And hide pride from man.

Young's Literal Translation (YLT)
To turn aside man `from' doing, And pride from man He concealeth.

That
he
may
withdraw
לְ֭הָסִירlĕhāsîrLEH-ha-seer
man
אָדָ֣םʾādāmah-DAHM
purpose,
his
from
מַעֲשֶׂ֑הmaʿăśema-uh-SEH
and
hide
וְגֵוָ֖הwĕgēwâveh-ɡay-VA
pride
מִגֶּ֣בֶרmiggebermee-ɡEH-ver
from
man.
יְכַסֶּֽה׃yĕkasseyeh-ha-SEH

Cross Reference

Genesis 20:6
ଏହାପରେ ପରମେଶ୍ବର ଅବିମଲକେକୁ ସ୍ବପ୍ନ ରେ କହିଲେ, ହଁ ମୁଁ ଜାଣେ ତୁମ୍ଭେ ନିର୍ ଦୋଷ। ତେଣୁ ମୁଁ ତୁମ୍ଭକୁ ରକ୍ଷା କଲି। ମୁଁ ତୁମ୍ଭକୁ ମାେ ବିରୁଦ୍ଧ ରେ ପାପ କରିବାକୁ ଦବେି ନାହିଁ। ମୁଁ ତୁମ୍ଭକୁ ତାଙ୍କ ସହିତ ସହବାସ କରିବାକୁ ଦଇେ ନଥିଲି।

2 Corinthians 12:7
ମାେତେ ଦିଆଯାଇଥିବା ଆଶ୍ଚର୍ୟ୍ଯଜନକ ପ୍ରତ୍ଯାଦେଶଗୁଡ଼ିକ ପାଇଁ କାଳେ ମୁଁ ଅତ୍ଯଧିକ ଗର୍ବ କରିବି, ସେଥିପାଇଁ ମାେତେ ଶରୀର ରେ ୟନ୍ତ୍ରଣାଦାୟକ ଏକ କଣ୍ଟକ ଦିଆ ହେଲା। ଶୟତାନର ଦୂତ ସ୍ବରୂପେ ଏହା ମାେତେ ଦିଆଯାଇଛି ଓ ମୁଁ ଯେପରିକି ଅଧିକ ଗର୍ବ ନ କରେ। ମାେତେ ମାଡ଼ ମାରିବା ପାଇଁ ସେଥିପାଇଁ ତାହାକୁ ପଠାଯାଇଛି।

Acts 9:2
ସେ ମହାୟାଜକଙ୍କ ପାଖକୁ ଯାଇ ଦମ୍ମସକେ ନଗରର ଯିହୂଦୀ ସମାଜଗୃହଗୁଡ଼ିକୁ ପତ୍ର ସବୁ ଲେଖିବା ନିମନ୍ତେ କହିଲେ। ଯେପରି ଏହାଦ୍ବାରା ସେ ଯେତବେେଳେ ଖ୍ରୀଷ୍ଟଙ୍କ ପଥ ଅନୁସରଣକାରୀ କୌଣସି ପୁରୁଷ ବା ସ୍ତ୍ରୀକୁ ଦେଖନ୍ତି, ସେତବେେଳେ ସମାନଙ୍କେୁ ବନ୍ଦୀ କରି ୟିରୂଶାଲମକୁ ନଇେ ଆସିପାରିବେ।

Matthew 27:19
ପୀଲାତ ବିଚାରମଞ୍ଚ ରେ ବସିଥିବା ସମୟରେ ତାହାଙ୍କ ସ୍ତ୍ରୀ ତାହାଙ୍କ ପାଖକୁ ଗୋଟିଏ ଖବର ପଠାଇଲେ। ଖବରଟି ଥିଲା: ଏହି ଧର୍ମିକ ଲୋକଟିର କିଛି ହେଲେ କ୍ଷତି କରନାହିଁ। ମୁଁ ତାହାଙ୍କ ବିଷୟ ରେ କାଲି ରାତି ରେ ଗୋଟିଏ ସ୍ବପ୍ନ ଦେଖିଛି। ସେଥି ଯୋଗୁଁ ମୁଁ ଅଧିକ ଚିନ୍ତାଗ୍ରସ୍ତ ହାଇପେଡ଼ିଛି।

Hosea 2:6
ତେଣୁ ଆମ୍ଭେ ସଦାପ୍ରଭୁ ତୁମ୍ଭର ପଥ କଣ୍ଟା ଦ୍ବାରା ଅବ ରୋଧ କରିବା। ତା'ର ଚତୁର୍ଦ୍ଦିଗ ରେ ପ୍ରାଚୀର ନିର୍ମାଣ କରିବା, ଯାହା ଫଳ ରେ ସେ ଆଉ ପଥ ପାଇବ ନାହିଁ।

Daniel 4:30
ମୁଁ ମାରେପ୍ରତାପ ରେ ଏହି ମହାନ୍ ନଗର ନିର୍ମାଣ କରିଛି ଓ ମାରେ ବଳର ପ୍ରଭାବରେ ରାଜଧାନୀ ପ୍ରାସାଦ ନିର୍ମାଣ କରିଛି। ମୁଁ କଡେେ ମହାନ୍।

Isaiah 23:9
ସର୍ବଶକ୍ତିମାନ ସଦାପ୍ରଭୁ ପୃଥିବୀର ସମସ୍ତ ଅହଙ୍କାରୀମାନଙ୍କର ଗର୍ବ, ସମ୍ଭ୍ରାନ୍ତମାନଙ୍କର ଗୌରବକୁ ତୁଚ୍ଛ କରିବାକୁ ମନ୍ତ୍ରଣା କରିଛନ୍ତି।

Isaiah 2:11
ଗର୍ବିତ ମାନବ ଅହଙ୍କାର କରିବ ନାହିଁ। ସହେି ଅହଙ୍କାରୀଗଣ ଲଜ୍ଜା ରେ ଅବନତ ହବେେ। ମାତ୍ର ସେତବେେଳେ ସଦାପ୍ରଭୁ ସ୍ଥିର ଓ ଉନ୍ନତ ରହିବେ।

Job 17:11
ମାରେ ଜୀବନ ସରିସରି ଆସୁଛି। ମାରେ ସମସ୍ତ ଯୋଜନା ପଣ୍ଡ ହାଇଗେଲା। ମାରେ ସବୁ ଆଶା ଧୂଳିସାତ ହେଲା।

2 Chronicles 32:25
କିନ୍ତୁ ହିଜକିଯଙ୍କ ହୃଦଯ ଗର୍ବୀ ଥିଲା, ତେଣୁ ସେ ପରମେଶ୍ବରଙ୍କ ମହାଦୟା ପାଇଁ ପରମେଶ୍ବରଙ୍କୁ ଧନ୍ଯବାଦ ଦେଲେ ନାହିଁ। ଏଥି ନିମନ୍ତେ ପରମେଶ୍ବର ହିଜକିଯ ଓ ଯିହୁଦା ଏବଂ ୟିରୁଶାଲମର ଲୋକଙ୍କ ପ୍ରତି କୋର୍ଧ କଲେ।

Deuteronomy 8:16
ସେ ତକ୍ସ୍ଟମ୍ଭ ପୁର୍ବପୁରୁଷମାନଙ୍କ ମାନ୍ନାଦ୍ବାରା ଅଜ୍ଞାତ ପ୍ରାନ୍ତର ରେ ତୁମ୍ଭକୁ ପ୍ରତିପାଳନ କଲେ। ଏହିପରି ଭାବେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ବରଙ୍କୁ ତୁମ୍ଭେ ସ୍ମରଣ କର।

James 4:10
ପ୍ରଭୁଙ୍କ ଆଗ ରେ ନମ୍ର ହୁଅ ଓ ସେ ତୁମ୍ଭକୁ ମହାନ୍ କରିବେ।