Job 34:26
ପରମେଶ୍ବର ଦୁଷ୍ଟ ଲୋକଙ୍କୁ ଦଣ୍ଡ ଦବେେ। କାରଣ ସମାନେେ ମନ୍ଦକାର୍ୟ୍ଯ କରନ୍ତି। ପରମେଶ୍ବର ସହେି ଲୋକମାନଙ୍କୁ ଶାସ୍ତି ଦବେେ, ଯେଉଁଠା ରେ କି ଅନ୍ୟ ଲୋକମାନେ ଏହା ଘଟୁଛି ବୋଲି ଦେଖି ପାରିବେ।
Job 34:26 in Other Translations
King James Version (KJV)
He striketh them as wicked men in the open sight of others;
American Standard Version (ASV)
He striketh them as wicked men In the open sight of others;
Bible in Basic English (BBE)
The evil-doers are broken by his wrath, he puts his hand on them with force before the eyes of all onlookers.
Darby English Bible (DBY)
He striketh them as wicked men in the open sight of others,
Webster's Bible (WBT)
He striketh them as wicked men in the open sight of others;
World English Bible (WEB)
He strikes them as wicked men In the open sight of others;
Young's Literal Translation (YLT)
As wicked He hath stricken them, In the place of beholders.
| He striketh | תַּֽחַת | taḥat | TA-haht |
| them as | רְשָׁעִ֥ים | rĕšāʿîm | reh-sha-EEM |
| wicked men | סְפָקָ֗ם | sĕpāqām | seh-fa-KAHM |
| open the in | בִּמְק֥וֹם | bimqôm | beem-KOME |
| sight | רֹאִֽים׃ | rōʾîm | roh-EEM |
Cross Reference
Exodus 14:30
ତେଣୁ ସହେିଦିନ, ସଦାପ୍ରଭୁ ଇଶ୍ରାୟେଲୀୟମାନଙ୍କୁ ମିଶରୀଯମାନଙ୍କଠାରୁ ରକ୍ଷା କଲେ। ଏବଂ ସେଥିପାଇଁ ଇଶ୍ରାୟେଲର ଲୋକମାନେ ମିଶରୀଯମାନଙ୍କର ମୃତ ଦହକେୁ ସୂଫ ସମୁଦ୍ର କୂଳ ରେ ଥିବାର ଦେଖିଲେ।
Revelation 18:9
ଜଗତର ଯେଉଁ ରାଜାମାନେ ତା' ସହିତ ବ୍ଯଭିଚାର ପାପ କାର୍ୟ୍ଯ ରେ ଲିପ୍ତ ଥିଲେ ଓ ତା'ଧନ ରେ ଭାଗୀଦାର ଥିଲେ, ସମାନେେ ଯେତବେେଳେ ତାହାର ଦହନର ଧୂଆଁ ଦେଖିବେ, ସମାନେେ ତା'ର ମୃତ୍ଯୁ କାରଣରୁ କାନ୍ଦିବେ ଓ ଦୁଃଖିତ ହବେେ।
1 Timothy 5:24
କେତେ ଜଣଙ୍କ ପାପ ସବୁ ସ୍ପଷ୍ଟ ହାଇେ ଦଖାଯାେଏ କାରଣ ସମାନଙ୍କେର ବିଚାର ହବେ ବୋଲି ସମାନଙ୍କେର ପାପଗୁଡ଼ିକ ଆଗତୁରା ଦଖାଯାେଏ। କିନ୍ତୁ ଅନ୍ୟ କେତେ ଜଣଙ୍କ ପାପ ପରେ ଜଣାପଡ଼େ।
1 Timothy 5:20
ଯେଉଁମାନେ ପାପ କରନ୍ତି, ସମାନଙ୍କେୁ ସମାନଙ୍କେର ଭୁଲ ଦଖାଇଦେିଅ। ମଣ୍ଡଳୀର ଲୋକମାନଙ୍କ ସମ୍ମୁଖ ରେ ଏହା କର। ସପରେି କଲେ, ଅନ୍ୟମାନେ ସତର୍କ ହବେେ।
Isaiah 66:24
ପୁଣି ସମାନେେ ବାହା ରେ ୟାଇ ଆମ୍ଭ ବିରୁଦ୍ଧାଚରଣ କରୁଥିବା ପାପୀ ଲୋକମାନଙ୍କର ଶବ ଦେଖିବେ। କାରଣ ସମାନଙ୍କେର କୀଟ ମରିବ ନାହିଁ କିମ୍ବା ସମାନଙ୍କେର ଅଗ୍ନି ନିର୍ବାପିତ ହବେ ନାହିଁ। ଆଉ ମଧ୍ଯ ସମାନେେ ସମସ୍ତେ ମର୍ତ୍ତ୍ଯର ଘୃଣାର ପାତ୍ର ହବେେ।
Psalm 58:10
ଜଣେ ଧାର୍ମିକ ଲୋକ ଯେତବେେଳେ ସହେି ଦୁଷ୍ଟ ଲୋକମାନଙ୍କୁ ଦଣ୍ଡିତ ହବୋର ଦେଖେ, ସେ ଆନନ୍ଦିତ ହବେ।
2 Samuel 12:11
ସଦାପ୍ରଭୁ ଏକଥା କହନ୍ତି, 'ମୁ ତକ୍ସ୍ଟମ୍ଭ ବିରକ୍ସ୍ଟଦ୍ଧ ରେ ବିପତ୍ତି ଆଣିବାକକ୍ସ୍ଟ ଯାଉଅଛି ଏବଂ ଏବା ତକ୍ସ୍ଟମ୍ଭ ପରିବାରରକ୍ସ୍ଟ ଆସିବ। ମୁ ତୁମ୍ଭର ସ୍ତ୍ରୀମାନଙ୍କୁ ନଇୟିବେି ଓ ତୁମ୍ଭର ଅତି ନିଜର ଲୋକକୁ ଦବେି। ସେ ସମାନଙ୍କେ ସହିତ ଶଯନ କରିବ ଏବଂ ପ୍ରେତ୍ୟକକ ତାହା ଜାଣିବେ।
Deuteronomy 21:21
ତା'ପରେ ନଗରର ବ୍ଯକ୍ତିମାନେ ତାକକ୍ସ୍ଟ ପଥର ଫିଗିଂ ହତ୍ଯା କରିବା ଉଚିତ୍। ଏହିପରି ଭାବରେ ତୁମ୍ଭେ ଆପଣା ଭିତରକ୍ସ୍ଟ ମନ୍ଦ ଦୂର କରିବା ଉଚିତ୍। ଇଶ୍ରାୟେଲର ଲୋକମାନେ ଏହା ଶକ୍ସ୍ଟଣି ଭୟଭୀତ ହବେେ।
Deuteronomy 13:9
ମାତ୍ର, ତୁମ୍ଭେ ସହେି ବ୍ଯକ୍ତିକକ୍ସ୍ଟ ହତ୍ଯା କରିବ। ତୁମ୍ଭେ ତାଙ୍କୁ ପଥର ରେ ଛଚେି ହତ୍ଯା କରିବ। ତୁମ୍ଭେ ପ୍ରଥମେ ତାଙ୍କୁ ପଥର ଫିଙ୍ଗିବ। କାହିଁକି ଜାଣ ସେ ତୁମ୍ଭକୁ ସଦାପ୍ରଭୁ ତୁମ୍ଭର ପରମେଶ୍ବରଙ୍କ ଠାରକ୍ସ୍ଟ ଦୂ ରଇେ ନବୋକକ୍ସ୍ଟ ଗ୍ଭହାଁନ୍ତି।
Revelation 18:20
ହେ ସ୍ବର୍ଗ ! ହେ ପରମେଶ୍ବରଙ୍କର ପବିତ୍ର ଲୋକମାନେ, ଭବିଷ୍ଯଦ୍ ବକ୍ତାଗଣ ଏବଂ ପ୍ ରରେିତଗଣ ! ମହାନଗରୀର ଧ୍ବଂସ ରେ ଆନନ୍ଦ ଉଲ୍ଲାସ କର। ସେ ତୁମ୍ଭକୁ ଯେଉଁ କଷ୍ଟ ଦଇେଛି, ସେଥିପାଇଁ ପରମେଶ୍ବର ତାହାକୁ ଦଣ୍ଡ ଦଇେଛନ୍ତି।