Job 34:32
ହେ ପରମେଶ୍ବର, ଯଦିଓ ମୁଁ ତୁମ୍ଭକୁ ଦେଖିପାରୁ ନାହିଁ, ଜୀବନ ରେ କେଉଁଟା ଠିକ୍ ବାଟ ମାେତେ ତୁମ୍ଭେ ଶିକ୍ଷା ଦିଅ। ଯଦି ମୁଁ କିଛି ଭୁଲ କରିଛି, ମୁଁ ଆଉ ସପରେି ପୁଣି ଥରେ କରିବି ନାହିଁ।'
Job 34:32 in Other Translations
King James Version (KJV)
That which I see not teach thou me: if I have done iniquity, I will do no more.
American Standard Version (ASV)
That which I see not teach thou me: If I have done iniquity, I will do it no more?
Bible in Basic English (BBE)
...
Darby English Bible (DBY)
What I see not, teach thou me; if I have done wrong, I will do so no more?
Webster's Bible (WBT)
That which I see not teach thou me: if I have done iniquity, I will do no more.
World English Bible (WEB)
Teach me that which I don't see. If I have done iniquity, I will do it no more'?
Young's Literal Translation (YLT)
Besides `that which' I see, shew Thou me, If iniquity I have done -- I do not add?'
| That which I see | בִּלְעֲדֵ֣י | bilʿădê | beel-uh-DAY |
| not | אֶ֭חֱזֶה | ʾeḥĕze | EH-hay-zeh |
| teach | אַתָּ֣ה | ʾattâ | ah-TA |
| thou | הֹרֵ֑נִי | hōrēnî | hoh-RAY-nee |
| me: if | אִֽם | ʾim | eem |
| done have I | עָ֥וֶל | ʿāwel | AH-vel |
| iniquity, | פָּ֝עַ֗לְתִּי | pāʿaltî | PA-AL-tee |
| I will do | לֹ֣א | lōʾ | loh |
| no | אֹסִֽיף׃ | ʾōsîp | oh-SEEF |
Cross Reference
Proverbs 28:13
ଯେ ଆପଣା ଅଧର୍ମ ଆଚ୍ଛାଦନ କରେ, ସେ ମଙ୍ଗଳ ପାଏ ନାହିଁ। ମାତ୍ର ଯେଉଁ ଲୋକ ତାହା ସ୍ବୀକାର କରି ତାକୁ ପରିତ୍ଯାଗ କରେ, ସେ ଦୟା ପାଇବ।
Psalm 19:12
କହେି ନିଜର ସମସ୍ତ ଭ୍ରାନ୍ତ ଧାରଣାକୁ ବୁଝିପାରନ୍ତି ନାହିଁ। ତଣେୁ ମାେତେ ଗୁପ୍ତ ପାପ କରିବାରୁ ନିବୃତ୍ତ କର।
Ephesians 4:25
ଅତଏବ ତୁମ୍ଭେ ମିଛ କହିବା ବନ୍ଦ କର। ସର୍ବଦା ପରସ୍ପରକୁ ସତ୍ଯ କୁହ, ଯେ ହତେୁ ଆମ୍ଭେ ସମସ୍ତେ ଗୋଟିଏ ଦହରେ ଅଙ୍ଗପ୍ରତ୍ଯଙ୍ଗ ଅଟୁ।
Ephesians 4:22
ତୁମ୍ଭମାନଙ୍କୁ ଶିକ୍ଷା ଦିଆଯାଇଛି ଯେ ତୁମ୍ଭର ପୁରୁଣା ଆଚରଣ ଓ ତୁମ୍ଭର ପୂର୍ବର ଜୀବନଯାପନ ଛାଡ଼ି ଦିଅ। କାରଣ ଲୋକମାନେ ମନ୍ଦକାର୍ୟ୍ଯ କରିବାକୁ ଭଲ ପାଇବାରୁ ତଦ୍ଦ୍ବାରା ପ୍ରବଞ୍ଚିତ ହୁଅନ୍ତି ଓ ତାହା ଫଳେ ରେ ପୁରୁଣାରୂପ ଦ୍ବାରା ମନ୍ଦ ଆହୁରି ହାଇଯୋଏ।
Luke 3:8
ତୁମ୍ଭମାନେେ ପ୍ରକୃତ ରେ ନିଜ ହୃଦୟ ଓ ଜୀବନ ପରିବର୍ତ୍ତନ କରିଛ ବୋଲି ତୁମ୍ଭମାନଙ୍କୁ ନିଜ କାର୍ୟ୍ଯ ଦ୍ବାରା ପ୍ରମାଣିତ କରିବାକୁ ହବେ। ଗର୍ବ କରି କୁହନାହିଁ ଯେ 'ଅବ୍ରାହାମ ଆମ୍ଭମାନଙ୍କର ପିତା।' ମୁଁ ତୁମ୍ଭମାନଙ୍କୁ କହୁଛି ଯେ ପରମେଶ୍ବର ଅବ୍ରହାମଙ୍କ ପାଇଁ ଏହି ପଥରଗୁଡିକରୁ ମଧ୍ଯ ସନ୍ତାନ ସୃଷ୍ଟି କରିପାରନ୍ତି।
Psalm 143:8
ସଦାପ୍ରଭୁ ତୁମ୍ଭର ସ୍ନହପେୂର୍ଣ୍ଣ କରୁଣା ମାେତେ ପ୍ରଭାତରେ ଦଖାେଅ। ମୁଁ ତୁମ୍ଭ ଉପରେ ଭରସା କରେ। ମୁଁ ଯେଉଁ ପଥରେ ୟିବା ଉଚିତ୍ ମାେତେ ସହେି ପଥ ଦଖାେଅ। କାରଣ ମୁଁ ମାରେ ପ୍ରାଣ ତୁମ୍ଭ ହାତରେ ଟକେି ଦଇେଅଛି।
Psalm 139:23
ପରମେଶ୍ବର, ମାେ ପ୍ରତି ଦୃଷ୍ଟି ଦିଅ ଏବଂ ମାରେ ମନ କଥା ପଢ଼। ମାେତେ ପରୀକ୍ଷା କର ଏବଂ ମାେ ହୃଦଯକୁ ଜାଣ।
Psalm 32:8
ସଦାପ୍ରଭୁ କୁହନ୍ତି, ମୁଁ ତୁମ୍ଭକୁ ଶିକ୍ଷା ଦବେି ଏବଂ ତୁମ୍ଭେ ଯେଉଁ ମାର୍ଗରେ ବଞ୍ଚିବ ତାକୁ ମଧ୍ଯ ବତାଇ ଦବେି। ମୁଁ ତୁମ୍ଭକୁ ରକ୍ଷା କରିବି ଏବଂ ତୁମ୍ଭର ତତ୍ତ୍ବାବଧାରକ ହବେି।
Psalm 25:4
ହେ ସଦାପ୍ରଭୁ, ମାେତେ ତୁମ୍ଭର ପଥରେ ଚାଲିବାକୁ ସାହାୟ୍ଯ କର। ତୁମ୍ଭର ମାର୍ଗରେ ଚାଲିବାକୁ ଶିକ୍ଷା ପ୍ରଦାନ କର।
Job 35:11
ପରମେଶ୍ବର ଆମ୍ଭକୁ ପଶୁପକ୍ଷୀଙ୍କଠାରୁ ଅଧିକ ଜ୍ଞାନୀ କରନ୍ତି, ସେ କାହାଁନ୍ତି ?'
Job 33:27
ତା'ପରେ ସହେି ବ୍ଯକ୍ତି ସମସ୍ତଙ୍କ ସମ୍ମୁଖ ରେ ସ୍ବୀକାର କରି କହିବ, 'ମୁଁ ପାପ କରିଛି। ମୁଁ ଭଲକୁ ମନ୍ଦ ରେ ପରିଣତ କରିଛି। କିନ୍ତୁ ପରମେଶ୍ବର ମାେତେ ଦଣ୍ଡ ଦଇେ ନାହାଁନ୍ତି ଯାହାର କି ମୁଁ ହକତାର ଥିଲି।
Job 10:2
ମୁଁ ପରମେଶ୍ବରଙ୍କୁ କହି ପାରିବି, ' ମାେତେ କଳଙ୍କିତ କର ନାହିଁ। ମାେତେ କବଳେ ଏତିକି କୁହନ୍ତୁ, ମୁଁ କ'ଣ ଭୁଲ କରିଛି। ଆପଣଙ୍କର ମାେ ବିପକ୍ଷ ରେ କ'ଣ କହିବାର ଅଛି।